Shuru
Apke Nagar Ki App…
ଗତ ୨୯/୬/୨୦୨୬ (ସୋମବାର) ଦିନ ସୁବର୍ଣ୍ଣପୁରର ନୂତନ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭିନ୍ନକ୍ଷମ ବ୍ୟକ୍ତିମାନଙ୍କ ପାଇଁ ଭିନ୍ନକ୍ଷମ ପ୍ରମାଣପତ୍ର ନିମନ୍ତେ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ଏହି ସ୍ୱାସ୍ଥ୍ୟ ପରୀକ୍ଷା ସମୟରେ ଏକ ବିରଳ ଚିତ୍ର ସାମ୍ନାକୁ ଆସିଥିଲା, ଯେଉଁଥିରେ ଜଣେ ରୋଗୀଙ୍କ ସମ୍ପର୍କୀୟ ତାଙ୍କୁ ନିଜ କାନ୍ଧରେ ବୋହି ନେଉଥିବା ଦେଖାଯାଇଥିଲା। ଭିନ୍ନକ୍ଷମ ପ୍ରମାଣପତ୍ର ପାଇଁ ସ୍ୱାସ୍ଥ୍ୟ ପରୀକ୍ଷା ଚାଲିଥିବା ବେଳେ ଏପରି ଦୃଶ୍ୟ ସମୟର ଏକ ଚିନ୍ତାଜନକ ଦିଗକୁ ଉଜାଗର କରିଥିଲା।
Ajira Samachar
ଗତ ୨୯/୬/୨୦୨୬ (ସୋମବାର) ଦିନ ସୁବର୍ଣ୍ଣପୁରର ନୂତନ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭିନ୍ନକ୍ଷମ ବ୍ୟକ୍ତିମାନଙ୍କ ପାଇଁ ଭିନ୍ନକ୍ଷମ ପ୍ରମାଣପତ୍ର ନିମନ୍ତେ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ଏହି ସ୍ୱାସ୍ଥ୍ୟ ପରୀକ୍ଷା ସମୟରେ ଏକ ବିରଳ ଚିତ୍ର ସାମ୍ନାକୁ ଆସିଥିଲା, ଯେଉଁଥିରେ ଜଣେ ରୋଗୀଙ୍କ ସମ୍ପର୍କୀୟ ତାଙ୍କୁ ନିଜ କାନ୍ଧରେ ବୋହି ନେଉଥିବା ଦେଖାଯାଇଥିଲା। ଭିନ୍ନକ୍ଷମ ପ୍ରମାଣପତ୍ର ପାଇଁ ସ୍ୱାସ୍ଥ୍ୟ ପରୀକ୍ଷା ଚାଲିଥିବା ବେଳେ ଏପରି ଦୃଶ୍ୟ ସମୟର ଏକ ଚିନ୍ତାଜନକ ଦିଗକୁ ଉଜାଗର କରିଥିଲା।
More news from ଓଡ଼ିଶା and nearby areas
- ଗତ ୨୯/୬/୨୦୨୬ (ସୋମବାର) ଦିନ ସୁବର୍ଣ୍ଣପୁରର ନୂତନ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭିନ୍ନକ୍ଷମ ବ୍ୟକ୍ତିମାନଙ୍କ ପାଇଁ ଭିନ୍ନକ୍ଷମ ପ୍ରମାଣପତ୍ର ନିମନ୍ତେ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ଏହି ସ୍ୱାସ୍ଥ୍ୟ ପରୀକ୍ଷା ସମୟରେ ଏକ ବିରଳ ଚିତ୍ର ସାମ୍ନାକୁ ଆସିଥିଲା, ଯେଉଁଥିରେ ଜଣେ ରୋଗୀଙ୍କ ସମ୍ପର୍କୀୟ ତାଙ୍କୁ ନିଜ କାନ୍ଧରେ ବୋହି ନେଉଥିବା ଦେଖାଯାଇଥିଲା। ଭିନ୍ନକ୍ଷମ ପ୍ରମାଣପତ୍ର ପାଇଁ ସ୍ୱାସ୍ଥ୍ୟ ପରୀକ୍ଷା ଚାଲିଥିବା ବେଳେ ଏପରି ଦୃଶ୍ୟ ସମୟର ଏକ ଚିନ୍ତାଜନକ ଦିଗକୁ ଉଜାଗର କରିଥିଲା।3
- ସୁବର୍ଣ୍ଣପୁର ଜିଲ୍ଲା ଅନ୍ତର୍ଗତ ପାତାଳିଶ୍ରୀକ୍ଷେତ୍ର ଠାରେ ମହାପ୍ରଭୁଙ୍କ ଦେବ ସ୍ନାନ ଯାତ୍ରା ଅନୁଷ୍ଠିତ ହୋଇଯାଇଛି।1
- ଗଞ୍ଜେଇ ଗାଡ଼ିକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପିସ୍ତଲ ଧରି ପଇଁତରା ମାରୁଥିବା ଜଣେ ବ୍ୟକ୍ତିଙ୍କୁ ପୋଲିସ ଗିରଫ କରିଛି। ପୋଲିସ ମାଡ଼ିବସିବା ପରେ ଗିରଫ ବ୍ୟକ୍ତିଙ୍କ ନିକଟରୁ ଦୁଇଟି ପିସ୍ତଲ ଏବଂ ଦୁଇଟି ବାଇକ ଜବତ କରାଯାଇଥିବା ସୂଚନା ମିଳିଛି।1
- ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ପୋଲିସ ପକ୍ଷରୁ ବିପୁଳ ପରିମାଣର ଗଞ୍ଜେଇ ଜବତ କରାଯାଇଛି। ଘଟଣାଟି ବନ୍ଦପାଳି-ଡୁଙ୍ଗୁରିପାଲି ମୁଖ୍ୟ ରାସ୍ତାରେ ଥିବା କେନାଲ ନିକଟରେ ଘଟିଛି, ଯେଉଁଠାରେ ପୋଲିସ ପେଟ୍ରୋଲିଂ କରୁଥିଲା। ପେଟ୍ରୋଲିଂ ସମୟରେ ପୋଲିସ OR 03 E2125 ନମ୍ବର ବିଶିଷ୍ଟ ଏକ ବାଇଗଣୀ ରଙ୍ଗର ସ୍କର୍ପିଓ ଗାଡ଼ିକୁ ସନ୍ଦେହ କରି ଅଟକାଇଥିଲା। ଯାଞ୍ଚ ବେଳେ, ଗାଡ଼ି ଭିତରୁ ବିପୁଳ ପରିମାଣର ଗଞ୍ଜେଇ ଜବତ କରାଯାଇଥିଲା।1
- ବଡ଼ ଜଗନ୍ନାଥଙ୍କ ପାଇଁ ଏକ ନୂତନ ମନ୍ଦିର ନିର୍ମାଣ କରିବାକୁ ଦାବି ହେଉଛି। ଚୌହାନ ବଂଶର ପ୍ରଥମ ରାଜା ମଦନ ଗୋପାଳ ଦେଓଙ୍କ ସମୟରୁ ଥିବା ଏହି ମନ୍ଦିର ବର୍ତ୍ତମାନ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି।1
- ଜୁନ୍ ମାସ ଶେଷ ହୋଇଥିଲେ ମଧ୍ୟ ବର୍ଷା ନାହିଁ, ଯାହା ସୁବର୍ନପୁର ଜିଲ୍ଲାରେ ଚିନ୍ତା ବଢ଼ାଇଛି। ଜିଲ୍ଲାର ଜୀବନରେଖା କୁହାଯାଉଥିବା ମହାନଦୀ ଏବେ ଶୁଖିଲା ପଡ଼ିବାରେ ଲାଗିଛି। ଏହି ପରିସ୍ଥିତିକୁ ନେଇ ପରିବେଶବିତ୍ କିଶୋର ହୋତା ନିଜର ମତ ରଖିଛନ୍ତି।1
- ବୌଦ୍ଧ ଜିଲ୍ଲା ଅନ୍ତର୍ଗତ ବରଗୋଛା ପଞ୍ଚାୟତ ଠାରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଏବଂ ଆରକ୍ଷୀ ଅଧିକ୍ଷ କୁଲଦୀପ ମୀନାଙ୍କ ଯୁଗ୍ମ ଜଣଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଉପଜିଲ୍ଲାପାଳ ବିଜୟ କୁମାର ଭୋଇ, ମୁଖ୍ୟ ଉନ୍ନୟନ ପ୍ରଭାଷ ଚନ୍ଦ୍ର ଦଣ୍ଡସେନା, ଜିଲ୍ଲା ସୂଚନା ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ବିଦ୍ୟାପତି ପଣ୍ଡାଙ୍କ ସମେତ ବ୍ଲକର ସମସ୍ତ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ ଏବଂ ସହକାରୀ ଯନ୍ତ୍ରୀମାନେ ଯୋଗ ଦେଇଥିଲେ। ଉପଜିଲ୍ଲାପାଳ ବିଜୟ କୁମାର ଭୋଇ ସମସ୍ତ ଅଭିଯୋଗକାରୀଙ୍କୁ ଶୀଘ୍ର ସୁବିଧା ଯୋଗାଇ ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।4
- ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ବ୍ଲକ ବ୍ରାହ୍ମଣ ସମାଜ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି।1