Shuru
Apke Nagar Ki App…
ବିଷମକଟକ ଥାନା ଅଧିକାରୀ ସମର୍ପିତା ସ୍ୱାଇଁ ଏସପି ଙ୍କ ଦ୍ୱାରା ପ୍ରଶଂସିତ ବିଷମକଟକ ଥାନା ଅଧିକାରୀ ସମର୍ପିତା ସ୍ୱାଇଁ ଏସପି ଙ୍କ ଦ୍ୱାରା ପ୍ରଶଂସିତ
Tuna Behera
ବିଷମକଟକ ଥାନା ଅଧିକାରୀ ସମର୍ପିତା ସ୍ୱାଇଁ ଏସପି ଙ୍କ ଦ୍ୱାରା ପ୍ରଶଂସିତ ବିଷମକଟକ ଥାନା ଅଧିକାରୀ ସମର୍ପିତା ସ୍ୱାଇଁ ଏସପି ଙ୍କ ଦ୍ୱାରା ପ୍ରଶଂସିତ
- User6492Padmapur, Rayagada😤on 12 March
More news from ଓଡ଼ିଶା and nearby areas
- ତା.15/04/2026 ରିଖ ମହାପ୍ରଭୁଙ୍କ ଚଳିତ ବର୍ଷ ର ଚନ୍ଦନ ଯାତ୍ରା କୁ ପରମ୍ପରା ଅନୁଯାୟୀ ଓ ଶୃଙ୍ଖଳିତ ଭାବେ ସମ୍ପର୍ଣ୍ଣ ପାଇଁ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ପରାମର୍ଶ ଦେଇଛନ୍ତି।ଆଜି ଅପରାହ୍ନ ରେ ଜିଲ୍ଲାପାଳ ନରେନ୍ଦ୍ର ପୁଷ୍କରିଣୀ ର ଚନ୍ଦନ ଚକଡା ଓ ମହାପ୍ରଭୁଙ୍କ ଚାପ ସ୍ଥଳକୁ ଜିଲ୍ଲାପାଳ ପରିଦର୍ଶନ କରିଥିଲେ।ଚନ୍ଦନ ଯାତ୍ରା ସମୟରେ ଶାନ୍ତି ଶୃଙ୍ଖଳା ରକ୍ଷା, ଟ୍ରାଫିକ ନିୟନ୍ତ୍ରଣ, ଗାଡି ଚଳାଚଳ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା,ଭିଡ ନିୟନ୍ତ୍ରଣ, ଆଲୋକ ବ୍ୟବସ୍ଥା, ସ୍ବଛତା ଓ ପରିଷ୍କାର ପରିଛନ୍ନତା,ସୂଚନା କେନ୍ଦ୍ର ବ୍ୟବସ୍ଥା, ପାନୀୟ ଜଳ ବ୍ୟବସ୍ଥା, ସାଂସ୍କୃତିକ କାର୍ଯ୍ୟକ୍ରମ ବ୍ୟବସ୍ଥା,ସ୍ବାସ୍ଥ୍ୟ ବ୍ୟବସ୍ଥା ଇତ୍ୟାଦି ର ସୁବ୍ୟବସ୍ଥା କରିବାକୁ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।ଏହି କ୍ଷେତ୍ର ପରିଦର୍ଶନ ରେ ଜିଲ୍ଲା ପରିଷଦର ଉନ୍ନୟନ ଅଧିକାରୀ ତଥା ମୁନିସିପାଲ କର୍ପୋରେସନ ର କମିଶନର ଅରୁଗୁଳା ସ୍ନେହା,ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଦେବବ୍ରତ ସାହୁ,ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା, ସିଟି ଡିଏସପି ରଶ୍ମିରଞ୍ଜନ ମହାପାତ୍ର ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ। ପୁରୀ ରୁ ଵି ଇ ରୋ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ ଓଡିଶା, ଭୁବନେଶ୍ୱର1
- Post by Ansubhai Pandey1
- ରଜାମରା କୀର୍ତ୍ତନ ମଣ୍ଡଳୀ, ଶ୍ରୀ, ଗୁରୁ ମନୋଜ ପାଣ୍ଡତ୍ଥ1
- ବେଳପଡା ଠାରେ ନୂତନ କରି ନିର୍ମାଣ ହୋଇଥିବା ଆମ୍ବେଦକର ଙ୍କ ପ୍ରତିମୂର୍ତ୍ତି କୁ ଉଦଘାଟନ କଲେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ।1
- ତରବରିଆ ଭାବେ ଟିଟିଲାଗଡ ଜିଲ୍ଲା ସ୍ତରୀୟ ମୁଖ୍ୟ ଚିକିତ୍ସାଳୟ କୁ ସ୍ଥାନାନ୍ତରିତ କରାଯାଇ ଥିବା ପ୍ରକ୍ରିୟା ନେଇ କେବଳ ରୋଗୀ କଲ୍ୟାଣ ସମିତି ପକ୍ଷରୁ ବୈଠକ ପରେ ସ୍ଥାନାନ୍ତରିତ ନେଇ ତୀବ୍ରପ୍ରତିକ୍ରିୟା ପ୍ରକାଶ ପାଇଛି। ସର୍ବ ଦଳୀୟ ବୈଠକ ଅନୁଷ୍ଠିତ ନ କରି ତରବରିଆ ଭାବେ ସ୍ଥାନାନ୍ତରିତ ନେଇ ବିଭିନ୍ନ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇଛି। ସହର ଦୂର, ଦୂରାନ୍ତ ରୁ ଲୋକେ ଟିଟିଲାଗଡ ଟ୍ରେନ,ବସ ଆଦିରେ ଆସିବା ଓ ସହର ବାହାର ମାତୃ ଶିଶୁ ଡାକ୍ତରଖାନା ପରିସରରେ ବ୍ୟବସ୍ଥା କରା ଯାଉ ଥିବା ଚିକିତ୍ସାଳୟ ପହଞ୍ଚିବା ନେଇ ଯାତା ୟାତ ରେ ଗୁରୁତର ସମସ୍ୟା ରହିଛି । ଏ ନେଇ ବିଗତ ସର୍ବ ଦଳୀୟ ବୈଠକ ରେ ବଲାଙ୍ଗୀର ଭଳି ଜିଲ୍ଲା ଡାକ୍ତରଖାନାରେ ଅଧିକ୍ ପଦବୀ ପୂରଣ ସହ କାର୍ଯ୍ୟକାରିତା ସହ ଉକ୍ତ ଡ଼ାକ୍ତରଖାନାକୁ ମଧ୍ୟ କାର୍ଯ୍ୟକାରିତା କରାଯିବା ଦାବୀ ଉପ ସ୍ଥାପନ କରାଯାଇଥିଲା । ସାଧାରଣ ଓ ପଡୋଶୀ ରାଜ୍ୟ ର ରୋଗୀ ଚିକିତ୍ସା ଅଭାବରୁ ଦୁର୍ଦ୍ଦଶା ଭୋଗିବା ସାର ହୋଇଛି ଏଣୁ ଉଭୟ କାର୍ଯ୍ୟକାରୀ କରାଯିବା ବିଭିନ୍ନ ମହଲ ରେ ତୀବ୍ର ଦାବୀ ହୋଇଛି।4
- Post by Poriman Poriman sisa1
- ତିଜିମାଳି ର ଦେଖନ୍ତୁ 🙏🙏🙏1
- Post by Ganjam Khabar1
- Post by PABITRA BARIHA1