logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଆଜି ସବୁ ବ୍ୟାଙ୍କ ବନ୍ଦ ଥିଲା କାଲିକି ବି ବନ୍ଦ ରହିବ କି ?

2 hrs ago
user_AK14TV
AK14TV
Journalist ପାରଳାଖେମୁଣ୍ଡି, ଗଜପତି, ଓଡ଼ିଶା•
2 hrs ago

ଆଜି ସବୁ ବ୍ୟାଙ୍କ ବନ୍ଦ ଥିଲା କାଲିକି ବି ବନ୍ଦ ରହିବ କି ?

More news from ଓଡ଼ିଶା and nearby areas
  • Post by AK14TV
    1
    Post by AK14TV
    user_AK14TV
    AK14TV
    Journalist ପାରଳାଖେମୁଣ୍ଡି, ଗଜପତି, ଓଡ଼ିଶା•
    2 hrs ago
  • ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ଏସ କରଡ଼ାସିଂ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲ, ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଯତୀନ୍ଦ୍ର କୁମାର ପଣ୍ଡା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ ଓ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁଵାରକ ଅଲ୍ଲୀ ପ୍ରମୁଖ ଜନ ଅଭିଯୋଗ ଶୁଣାଣୀ ରେ ଯୋଗଦାନ କରି ଏସ କରଡାସିଂ ଗ୍ରାମ ପଞ୍ଚାୟତ ସମେତ କରଡାସିଂ , ଲାଇଲାଇ, ଓ ନାରାୟଣପୁର ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୭୫ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା ୧୮ ଗୋଟି ,ଗ୍ରାମ ଭିତ୍ତିକ ସମସ୍ୟା ୫୭ ଗୋଟି ଅଭିଯୋଗ ଆସିଥିଲା ଓ ଗୋଟିଏ ଅଭିଯୋଗ କୁ ତୁରନ୍ତ ସମାଧାନ କରଯାଇଛି।ସେଥିମଧ୍ୟରୁ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ ପକ୍ଷରୁ ୬ ଜଣଙ୍କୁ ନୂତନ ଭାବେ ମଧୁବାବୁ ପେନସନ ଯୋଜନାରେ ସାମିଲ୍ କରାଯାଇଛି। ସେହିପରି ଜଣ ଦିବ୍ୟାଙ୍ଗକୁ ବିବାହ ପ୍ରୋତ୍ସାହନ ରାଶି ୨ ଲକ୍ଷ ୫୦ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି । ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଛନ୍ତି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ରାୟଗଡ଼ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ପୂର୍ଣ୍ଣବାସି ନାୟକ,ପଞ୍ଚାୟତ ସମିତି ଉପାଧ୍ୟକ୍ଷ ଶ୍ରୀ ଜ୍ୟୋତିରାଜ ପାଣି, ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ବାରିକ,ତହସିଲଦାର,ସ୍ଥାନୀୟ ସମସ୍ତ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।
    1
    ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ଏସ କରଡ଼ାସିଂ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ  ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ  ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି  । ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲ, ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଯତୀନ୍ଦ୍ର କୁମାର ପଣ୍ଡା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ ଓ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁଵାରକ ଅଲ୍ଲୀ ପ୍ରମୁଖ  ଜନ ଅଭିଯୋଗ ଶୁଣାଣୀ ରେ ଯୋଗଦାନ କରି ଏସ କରଡାସିଂ ଗ୍ରାମ ପଞ୍ଚାୟତ ସମେତ କରଡାସିଂ , ଲାଇଲାଇ,  ଓ ନାରାୟଣପୁର ଗ୍ରାମ ପଞ୍ଚାୟତର  ସମୁଦାୟ ମୋଟ ୭୫ ଗୋଟି ଅଭିଯୋଗ  ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା  ୧୮ ଗୋଟି ,ଗ୍ରାମ ଭିତ୍ତିକ ସମସ୍ୟା ୫୭ ଗୋଟି ଅଭିଯୋଗ ଆସିଥିଲା  ଓ ଗୋଟିଏ ଅଭିଯୋଗ କୁ ତୁରନ୍ତ ସମାଧାନ କରଯାଇଛି।ସେଥିମଧ୍ୟରୁ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ ପକ୍ଷରୁ  ୬ ଜଣଙ୍କୁ ନୂତନ ଭାବେ ମଧୁବାବୁ ପେନସନ ଯୋଜନାରେ ସାମିଲ୍ କରାଯାଇଛି।  ସେହିପରି ଜଣ ଦିବ୍ୟାଙ୍ଗକୁ ବିବାହ ପ୍ରୋତ୍ସାହନ ରାଶି ୨ ଲକ୍ଷ  ୫୦ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି  । ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ  ଜିଲ୍ଲାପାଳ  ନିର୍ଦ୍ଧେଶ ଦେଇଛନ୍ତି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା  ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ  ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ରାୟଗଡ଼ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ପୂର୍ଣ୍ଣବାସି ନାୟକ,ପଞ୍ଚାୟତ ସମିତି ଉପାଧ୍ୟକ୍ଷ ଶ୍ରୀ ଜ୍ୟୋତିରାଜ ପାଣି, ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ବାରିକ,ତହସିଲଦାର,ସ୍ଥାନୀୟ ସମସ୍ତ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।
    user_GUMMA UPDATE NEWS
    GUMMA UPDATE NEWS
    Journalist ସେରଙ୍ଗୋ, ଗଜପତି, ଓଡ଼ିଶା•
    3 hrs ago
  • ବ୍ଲକ କାର୍ଯ୍ୟାଳୟ ଠାରେ ବିଡ଼ିଓ ଡ଼ମ୍ବୁରୁ ଧର ମଲ୍ଲିକ ପତାକା ଉତ୍ତୋଳନ କଲେ
    2
    ବ୍ଲକ କାର୍ଯ୍ୟାଳୟ ଠାରେ ବିଡ଼ିଓ ଡ଼ମ୍ବୁରୁ ଧର ମଲ୍ଲିକ ପତାକା ଉତ୍ତୋଳନ କଲେ
    user_ଆନନ୍ଦ ଚନ୍ଦ୍ର ପାତ୍ର
    ଆନନ୍ଦ ଚନ୍ଦ୍ର ପାତ୍ର
    କାଶୀନଗର, ଗଜପତି, ଓଡ଼ିଶା•
    19 hrs ago
  • ମୋହନା କୋର୍ଟ ରେ ହଜାର ହେଲେ ମାଓ ନେତା ଆଜାଦ ଗଜପତି ଜିଲ୍ଲା ଅଡବା ଥାନା ରେ ରହିଥିଲା 17ଟି ମାମଲା ଆଜାଦ ନାମ ରେ ବିଭିନ୍ନ ହିଂସା କାଣ୍ଡ ଓଁ ବୋଷ ଜାଳିବା ଅନ୍ଧାରି ଘାଟି ଉଡାଇବା ଭଳି ସଙ୍ଗିନୀ ଅଭିଯୋଗ ରହିଛି ଝାଡ଼ପଡା କାରାଗାର ରୁ ମୋହନା କୋର୍ଟ କୁ ଅଣାଯାଇଥିଲା କଡା ସୁରକ୍ଷା ରେ
    1
    ମୋହନା କୋର୍ଟ ରେ ହଜାର ହେଲେ ମାଓ ନେତା ଆଜାଦ 
ଗଜପତି ଜିଲ୍ଲା ଅଡବା ଥାନା ରେ ରହିଥିଲା 17ଟି ମାମଲା ଆଜାଦ ନାମ ରେ ବିଭିନ୍ନ ହିଂସା କାଣ୍ଡ ଓଁ ବୋଷ ଜାଳିବା ଅନ୍ଧାରି ଘାଟି ଉଡାଇବା ଭଳି ସଙ୍ଗିନୀ ଅଭିଯୋଗ ରହିଛି ଝାଡ଼ପଡା କାରାଗାର ରୁ ମୋହନା କୋର୍ଟ କୁ ଅଣାଯାଇଥିଲା କଡା ସୁରକ୍ଷା ରେ
    user_Ansubhai Pandey
    Ansubhai Pandey
    Journalist ମୋହନା, ଗଜପତି, ଓଡ଼ିଶା•
    9 hrs ago
  • Post by Mithun sethy
    1
    Post by Mithun sethy
    user_Mithun sethy
    Mithun sethy
    ବ୍ରହ୍ମପୁର, ଗଞ୍ଜାମ, ଓଡ଼ିଶା•
    15 hrs ago
  • ଗଞ୍ଜାମ ଧରାକୋଟ ହାତୀଓଟ ପଞ୍ଚାୟତ ସ୍ତରୀୟ ମିଳିତ ଜନଶୁଣାଣି । ୫୨ ଅଭିଯୋଗରୁ ୫ ଟିର ତତ୍କାଳ ସମାଧାନ ପୋଲସରା ୨୭/୦୧/୨୬ ପୋଲସରା ବ୍ଲକ ହାତୀଓଟ ପଞ୍ଚାୟତରେ ମଙ୍ଗଳବାର ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ପୋଲସରା ବିଡ଼ିଓ ଶଶିଭୂଷଣ ମହାପାତ୍ରଙ୍କ ତତ୍ତ୍ଵାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ତହସିଲଦାର ଦୀପ୍ତିମୟୀ ପାତ୍ରଙ୍କ ସମେତ ସମସ୍ତ ବିଭାଗର ଅଧିକାରୀ ମାନେ ଯୋଗଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ ହାତୀଓଟ ପଞ୍ଚାୟତର ଜନସାଧାରଣ ଅଭିଯୋଗ ପଞ୍ଜିକରଣ କରିଥିଲେ । ଏଥିରେ ମୋଟ ୫୨ଟି ଅଭିଯୋଗ ପଞ୍ଜିକରଣ ହୋଇଥିଲା । ସେଥିମଧ୍ୟରୁ ୫ ଟି ଅଭିଯୋଗର ତତ୍କାଳ ସମାଧାନ ହୋଇଥିଲା । ୫ଟି ଘରପଟ୍ଟା ଦିଆଯାଇଥିବା ବେଳେ ଅନ୍ୟ ଅଭିଯୋଗ ଗୁଡ଼ିକର ସମାଧାନ କରିବା ପାଇଁ ପ୍ରୟାସ କରାଯିବ ବୋଲି ପ୍ରକାଶ ପାଇଛି। ଉକ୍ତ କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ ରଶ୍ମିତା ସାହୁ,ସମିତି ସଭ୍ୟ କାହ୍ନୁ ସାହୁ,ଏବିଡିଓ ସୋନମ୍ ବେହେରା, ଆଇନଜୀବୀ ସୁଶାନ୍ତ ସାହୁ,ବ୍ଳକ ଶିକ୍ଷା ଅଧିକାରୀ ଶ୍ରୀହର୍ଷ ବାବୁ ଖାଢେଙ୍ଗା, ସିଡିପିଓ ତିଳୋତ୍ତମା ରାଉତ ଜନସାଧାରଣଙ୍କ ଅଭିଯୋଗ ଗ୍ରହଣ କରିଥିଲେ । ପାନୀୟ ଜଳ ଯୋଗାଣ ସହକାରୀ ଯନ୍ତ୍ରୀ ସ୍ଵରୁପ ତ୍ରୀପାଠୀ, ବ୍ଳକ ଯନ୍ତ୍ରୀ ସୁଧାଂଶୁ ପଟ୍ଟନାୟକ, ସମେତ ବିଭିନ୍ନ ବିଭାଗର କର୍ମଚାରୀ ଜନଶୁଣାଣୀରେ ଯୋଗଦେଇଥିଲେ । ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ବିରୁପକ୍ଷ ଡାକୁଆ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲାବେଳେ ଜନଶୁଣାଣୀ ଅଧିକାରୀଣୀ ଲିପ୍ସା ରାଣୀ ଭଞ୍ଜ,ଏଡିଓ ଯୋଗେଶ୍ୱର ସ୍ବାଇଁ ସମେତ ଅଙ୍ଗନବାଡ଼ି କର୍ମୀ ବ୍ଳକ ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ରହି ସକ୍ରିୟ ସହଯୋଗ କରିଥିଲେ । ଏହାସହିତ ପଞ୍ଚାୟତରରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣକୁ ନେଇ ଗ୍ରାମବାସୀଙ୍କ ତରଫରୁ ଅଭିଯୋଗ ହୋଇଥିଲା ଯାହାକୁ ନେଇ ତାହାର ତୁରନ୍ତ ସମାଧାନ କରିବା ପାଇଁ ବିଡ଼ିଓ ଶ୍ରୀ ମହାପାତ୍ର ପ୍ରତିଶ୍ରୁତି ଦେଇଥିଲେ। ଗଣେଶ ପାଣିଗ୍ରାହୀ ରିପୋର୍ଟ
    1
    ଗଞ୍ଜାମ ଧରାକୋଟ ହାତୀଓଟ ପଞ୍ଚାୟତ ସ୍ତରୀୟ ମିଳିତ ଜନଶୁଣାଣି ।
୫୨ ଅଭିଯୋଗରୁ ୫ ଟିର ତତ୍କାଳ ସମାଧାନ
ପୋଲସରା ୨୭/୦୧/୨୬ ପୋଲସରା ବ୍ଲକ ହାତୀଓଟ ପଞ୍ଚାୟତରେ ମଙ୍ଗଳବାର  ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ପୋଲସରା ବିଡ଼ିଓ ଶଶିଭୂଷଣ ମହାପାତ୍ରଙ୍କ ତତ୍ତ୍ଵାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ତହସିଲଦାର ଦୀପ୍ତିମୟୀ ପାତ୍ରଙ୍କ ସମେତ ସମସ୍ତ ବିଭାଗର ଅଧିକାରୀ ମାନେ ଯୋଗଦେଇଥିଲେ । ଉକ୍ତ  କାର୍ଯ୍ୟକ୍ରମରେ ହାତୀଓଟ ପଞ୍ଚାୟତର ଜନସାଧାରଣ ଅଭିଯୋଗ ପଞ୍ଜିକରଣ କରିଥିଲେ । ଏଥିରେ ମୋଟ ୫୨ଟି ଅଭିଯୋଗ ପଞ୍ଜିକରଣ ହୋଇଥିଲା । ସେଥିମଧ୍ୟରୁ ୫ ଟି ଅଭିଯୋଗର ତତ୍କାଳ ସମାଧାନ ହୋଇଥିଲା ।  ୫ଟି ଘରପଟ୍ଟା ଦିଆଯାଇଥିବା ବେଳେ ଅନ୍ୟ ଅଭିଯୋଗ ଗୁଡ଼ିକର ସମାଧାନ କରିବା ପାଇଁ ପ୍ରୟାସ କରାଯିବ ବୋଲି ପ୍ରକାଶ ପାଇଛି। ଉକ୍ତ କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ ରଶ୍ମିତା ସାହୁ,ସମିତି ସଭ୍ୟ କାହ୍ନୁ ସାହୁ,ଏବିଡିଓ ସୋନମ୍ ବେହେରା, ଆଇନଜୀବୀ ସୁଶାନ୍ତ ସାହୁ,ବ୍ଳକ ଶିକ୍ଷା ଅଧିକାରୀ ଶ୍ରୀହର୍ଷ ବାବୁ ଖାଢେଙ୍ଗା, ସିଡିପିଓ ତିଳୋତ୍ତମା ରାଉତ ଜନସାଧାରଣଙ୍କ ଅଭିଯୋଗ ଗ୍ରହଣ କରିଥିଲେ । ପାନୀୟ ଜଳ ଯୋଗାଣ ସହକାରୀ ଯନ୍ତ୍ରୀ ସ୍ଵରୁପ ତ୍ରୀପାଠୀ, ବ୍ଳକ ଯନ୍ତ୍ରୀ ସୁଧାଂଶୁ ପଟ୍ଟନାୟକ,  ସମେତ ବିଭିନ୍ନ ବିଭାଗର କର୍ମଚାରୀ ଜନଶୁଣାଣୀରେ ଯୋଗଦେଇଥିଲେ । ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ବିରୁପକ୍ଷ  ଡାକୁଆ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲାବେଳେ  ଜନଶୁଣାଣୀ ଅଧିକାରୀଣୀ ଲିପ୍ସା ରାଣୀ ଭଞ୍ଜ,ଏଡିଓ ଯୋଗେଶ୍ୱର ସ୍ବାଇଁ ସମେତ ଅଙ୍ଗନବାଡ଼ି କର୍ମୀ ବ୍ଳକ ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ରହି ସକ୍ରିୟ ସହଯୋଗ କରିଥିଲେ । ଏହାସହିତ ପଞ୍ଚାୟତରରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣକୁ ନେଇ ଗ୍ରାମବାସୀଙ୍କ ତରଫରୁ ଅଭିଯୋଗ ହୋଇଥିଲା ଯାହାକୁ ନେଇ ତାହାର ତୁରନ୍ତ ସମାଧାନ କରିବା ପାଇଁ ବିଡ଼ିଓ ଶ୍ରୀ ମହାପାତ୍ର ପ୍ରତିଶ୍ରୁତି ଦେଇଥିଲେ। ଗଣେଶ ପାଣିଗ୍ରାହୀ ରିପୋର୍ଟ
    user_GANESH PANlGRAHl
    GANESH PANlGRAHl
    Reporter ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    5 hrs ago
  • ଏତେ ସବୁ ଜିନିଷ ମାତ୍ର ଏତିକିରେ ତେବେ ଜଲ୍ଦୀ ଆରମ୍ଭ କରନ୍ତୁ Muskan Enterprises || Odisha Prabhab ||
    1
    ଏତେ ସବୁ ଜିନିଷ ମାତ୍ର ଏତିକିରେ ତେବେ ଜଲ୍ଦୀ ଆରମ୍ଭ କରନ୍ତୁ Muskan Enterprises || Odisha Prabhab ||
    user_Odisha Prabhab
    Odisha Prabhab
    Media company ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    14 hrs ago
  • Post by AK14TV
    1
    Post by AK14TV
    user_AK14TV
    AK14TV
    Journalist ପାରଳାଖେମୁଣ୍ଡି, ଗଜପତି, ଓଡ଼ିଶା•
    3 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.