logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ବେଳପଡ଼ା ଗାଁରେ ସମ୍ମାନୀତ ହେଲେ ମୋର୍ ଅଧିକାର ନିର୍ମାତା ଅନିଲ ମୁଗ୍ରୀ ବାବା ସାହେବ ଆମ୍ବେଦକର ପ୍ରତିମୂର୍ତ୍ତି ଉନ୍ମୋଜନ mor adhikar you tube subscribe ବେଳପଡ଼ା ଗାଁରେ ସମ୍ମାନୀତ ହେଲେ ମୋର୍ ଅଧିକାର ନିର୍ମାତା ଅନିଲ ମୁଗ୍ରୀ ବାବା ସାହେବ ଆମ୍ବେଦକର ପ୍ରତିମୂର୍ତ୍ତି ଉନ୍ମୋଜନ mor adhikar you tube subscribe

2 hrs ago
user_ମୋର୍ ଅଧିକାର
ମୋର୍ ଅଧିକାର
ବଲାଙ୍ଗୀର, ବଲାଙ୍ଗୀର, ଓଡ଼ିଶା•
2 hrs ago

ବେଳପଡ଼ା ଗାଁରେ ସମ୍ମାନୀତ ହେଲେ ମୋର୍ ଅଧିକାର ନିର୍ମାତା ଅନିଲ ମୁଗ୍ରୀ ବାବା ସାହେବ ଆମ୍ବେଦକର ପ୍ରତିମୂର୍ତ୍ତି ଉନ୍ମୋଜନ mor adhikar you tube subscribe ବେଳପଡ଼ା ଗାଁରେ ସମ୍ମାନୀତ ହେଲେ ମୋର୍ ଅଧିକାର ନିର୍ମାତା ଅନିଲ ମୁଗ୍ରୀ ବାବା ସାହେବ ଆମ୍ବେଦକର ପ୍ରତିମୂର୍ତ୍ତି ଉନ୍ମୋଜନ mor adhikar you tube subscribe

More news from ଓଡ଼ିଶା and nearby areas
  • ବେଳପଡ଼ା ଗାଁରେ ସମ୍ମାନୀତ ହେଲେ ମୋର୍ ଅଧିକାର ନିର୍ମାତା ଅନିଲ ମୁଗ୍ରୀ ବାବା ସାହେବ ଆମ୍ବେଦକର ପ୍ରତିମୂର୍ତ୍ତି ଉନ୍ମୋଜନ mor adhikar you tube subscribe
    1
    ବେଳପଡ଼ା ଗାଁରେ ସମ୍ମାନୀତ ହେଲେ ମୋର୍ ଅଧିକାର ନିର୍ମାତା ଅନିଲ ମୁଗ୍ରୀ ବାବା ସାହେବ ଆମ୍ବେଦକର ପ୍ରତିମୂର୍ତ୍ତି ଉନ୍ମୋଜନ mor adhikar you tube subscribe
    user_ମୋର୍ ଅଧିକାର
    ମୋର୍ ଅଧିକାର
    ବଲାଙ୍ଗୀର, ବଲାଙ୍ଗୀର, ଓଡ଼ିଶା•
    2 hrs ago
  • ତରବରିଆ ଭାବେ ଟିଟିଲାଗଡ ଜିଲ୍ଲା ସ୍ତରୀୟ ମୁଖ୍ୟ ଚିକିତ୍ସାଳୟ କୁ ସ୍ଥାନାନ୍ତରିତ କରାଯାଇ ଥିବା ପ୍ରକ୍ରିୟା ନେଇ କେବଳ ରୋଗୀ କଲ୍ୟାଣ ସମିତି ପକ୍ଷରୁ ବୈଠକ ପରେ ସ୍ଥାନାନ୍ତରିତ ନେଇ ତୀବ୍ରପ୍ରତିକ୍ରିୟା ପ୍ରକାଶ ପାଇଛି। ସର୍ବ ଦଳୀୟ ବୈଠକ ଅନୁଷ୍ଠିତ ନ କରି ତରବରିଆ ଭାବେ ସ୍ଥାନାନ୍ତରିତ ନେଇ ବିଭିନ୍ନ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇଛି। ସହର ଦୂର, ଦୂରାନ୍ତ ରୁ ଲୋକେ ଟିଟିଲାଗଡ ଟ୍ରେନ,ବସ ଆଦିରେ ଆସିବା ଓ ସହର ବାହାର ମାତୃ ଶିଶୁ ଡାକ୍ତରଖାନା ପରିସରରେ ବ୍ୟବସ୍ଥା କରା ଯାଉ ଥିବା ଚିକିତ୍ସାଳୟ ପହଞ୍ଚିବା ନେଇ ଯାତା ୟାତ ରେ ଗୁରୁତର ସମସ୍ୟା ରହିଛି । ଏ ନେଇ ବିଗତ ସର୍ବ ଦଳୀୟ ବୈଠକ ରେ ବଲାଙ୍ଗୀର ଭଳି ଜିଲ୍ଲା ଡାକ୍ତରଖାନାରେ ଅଧିକ୍ ପଦବୀ ପୂରଣ ସହ କାର୍ଯ୍ୟକାରିତା ସହ ଉକ୍ତ ଡ଼ାକ୍ତରଖାନାକୁ ମଧ୍ୟ କାର୍ଯ୍ୟକାରିତା କରାଯିବା ଦାବୀ ଉପ ସ୍ଥାପନ କରାଯାଇଥିଲା । ସାଧାରଣ ଓ ପଡୋଶୀ ରାଜ୍ୟ ର ରୋଗୀ ଚିକିତ୍ସା ଅଭାବରୁ ଦୁର୍ଦ୍ଦଶା ଭୋଗିବା ସାର ହୋଇଛି ଏଣୁ ଉଭୟ କାର୍ଯ୍ୟକାରୀ କରାଯିବା ବିଭିନ୍ନ ମହଲ ରେ ତୀବ୍ର ଦାବୀ ହୋଇଛି।
    4
    ତରବରିଆ ଭାବେ ଟିଟିଲାଗଡ ଜିଲ୍ଲା ସ୍ତରୀୟ ମୁଖ୍ୟ ଚିକିତ୍ସାଳୟ କୁ ସ୍ଥାନାନ୍ତରିତ କରାଯାଇ ଥିବା ପ୍ରକ୍ରିୟା ନେଇ କେବଳ ରୋଗୀ କଲ୍ୟାଣ ସମିତି ପକ୍ଷରୁ ବୈଠକ ପରେ ସ୍ଥାନାନ୍ତରିତ  ନେଇ ତୀବ୍ରପ୍ରତିକ୍ରିୟା ପ୍ରକାଶ ପାଇଛି।
ସର୍ବ ଦଳୀୟ ବୈଠକ ଅନୁଷ୍ଠିତ ନ କରି ତରବରିଆ ଭାବେ ସ୍ଥାନାନ୍ତରିତ ନେଇ ବିଭିନ୍ନ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇଛି। ସହର ଦୂର, ଦୂରାନ୍ତ ରୁ ଲୋକେ ଟିଟିଲାଗଡ ଟ୍ରେନ,ବସ ଆଦିରେ ଆସିବା ଓ ସହର ବାହାର ମାତୃ ଶିଶୁ ଡାକ୍ତରଖାନା ପରିସରରେ ବ୍ୟବସ୍ଥା କରା ଯାଉ ଥିବା ଚିକିତ୍ସାଳୟ ପହଞ୍ଚିବା ନେଇ ଯାତା ୟାତ ରେ ଗୁରୁତର ସମସ୍ୟା ରହିଛି ।
ଏ ନେଇ ବିଗତ ସର୍ବ ଦଳୀୟ ବୈଠକ ରେ ବଲାଙ୍ଗୀର ଭଳି ଜିଲ୍ଲା ଡାକ୍ତରଖାନାରେ ଅଧିକ୍ ପଦବୀ ପୂରଣ ସହ କାର୍ଯ୍ୟକାରିତା ସହ ଉକ୍ତ ଡ଼ାକ୍ତରଖାନାକୁ ମଧ୍ୟ କାର୍ଯ୍ୟକାରିତା କରାଯିବା ଦାବୀ ଉପ ସ୍ଥାପନ କରାଯାଇଥିଲା । ସାଧାରଣ ଓ ପଡୋଶୀ ରାଜ୍ୟ ର ରୋଗୀ ଚିକିତ୍ସା ଅଭାବରୁ ଦୁର୍ଦ୍ଦଶା ଭୋଗିବା ସାର ହୋଇଛି ଏଣୁ ଉଭୟ କାର୍ଯ୍ୟକାରୀ କରାଯିବା ବିଭିନ୍ନ ମହଲ ରେ ତୀବ୍ର ଦାବୀ ହୋଇଛି।
    user_Santosh Nayak PRESS
    Santosh Nayak PRESS
    Local News Reporter ବଲାଙ୍ଗୀର, ବଲାଙ୍ଗୀର, ଓଡ଼ିଶା•
    23 hrs ago
  • ସୁବର୍ଣ୍ଣପୁର: ପ୍ରବଳ ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁରରେ ୧୮ ରୁ ୨୨ ତାରିଖ ପର୍ଯ୍ୟନ୍ତ ଛୁଟି ନିଷ୍ପତ୍ତି ପରେ ପ୍ରତିକ୍ରିୟା ରଖିଲେ ଜିଲ୍ଲାପାଳ ଡ଼ ନୃପରାଜ ସାହୁ ।
    1
    ସୁବର୍ଣ୍ଣପୁର: ପ୍ରବଳ ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁରରେ ୧୮ ରୁ ୨୨ ତାରିଖ ପର୍ଯ୍ୟନ୍ତ ଛୁଟି ନିଷ୍ପତ୍ତି ପରେ ପ୍ରତିକ୍ରିୟା ରଖିଲେ ଜିଲ୍ଲାପାଳ ଡ଼ ନୃପରାଜ ସାହୁ ।
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    1 hr ago
  • Post by SONEPUR NEWS
    1
    Post by SONEPUR NEWS
    user_SONEPUR NEWS
    SONEPUR NEWS
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    3 hrs ago
  • Post by Sonepur news khulasa
    1
    Post by Sonepur news khulasa
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    4 hrs ago
  • Post by ଶ୍ରୀ ବଳଦେବ ବେଦବାକ୍
    1
    Post by ଶ୍ରୀ ବଳଦେବ ବେଦବାକ୍
    user_ଶ୍ରୀ ବଳଦେବ ବେଦବାକ୍
    ଶ୍ରୀ ବଳଦେବ ବେଦବାକ୍
    Lawyer ସୋନପୁର, ସୋନପୁର, ଓଡ଼ିଶା•
    5 hrs ago
  • ଖରା ପାଇଁ ସ୍କୁଲ ଛୁଟି ସୁବର୍ଣ୍ଣପୁର ଜିଲ୍ଲାରେ ଆସନ୍ତା ୧୮ରୁ ୨୧ ସ୍କୁଲ ଛୁଟି ଘୋଷଣା। ପ୍ରବଳ ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ଜିଲ୍ଲାପାଳଙ୍କ ନିଷ୍ପତ୍ତି। ପରେ ପରିସ୍ଥିତି ଦେଖି ଖରାଛୁଟି ନିଷ୍ପତ୍ତି ନେବ ପ୍ରଶାସନ
    2
    ଖରା ପାଇଁ ସ୍କୁଲ ଛୁଟି 
ସୁବର୍ଣ୍ଣପୁର ଜିଲ୍ଲାରେ ଆସନ୍ତା ୧୮ରୁ ୨୧ ସ୍କୁଲ ଛୁଟି ଘୋଷଣା। ପ୍ରବଳ ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ଜିଲ୍ଲାପାଳଙ୍କ ନିଷ୍ପତ୍ତି। ପରେ ପରିସ୍ଥିତି ଦେଖି ଖରାଛୁଟି ନିଷ୍ପତ୍ତି ନେବ ପ୍ରଶାସନ
    user_PABITRA BARIHA
    PABITRA BARIHA
    ସୋନପୁର, ସୋନପୁର, ଓଡ଼ିଶା•
    6 hrs ago
  • ବୁଧବାର ଯାଏଁ ସମୟ ମାଗିଲେ ଜିଲ୍ଲାପାଳ ସୁବର୍ଣ୍ଣପୁର: ସୋନପୁର ପଲିଟେକନିକର ଛାତ୍ରୀଛାତ୍ରମାନେ ନିଜ ଆତ୍ମସମ୍ମାନ ପାଇଁ କଲେଜର ଅଧ୍ୟକ୍ଷଙ୍କ ବଦଳି ଦାବିରେ ଜିଲ୍ଲାପାଳଙ୍କୁ ଘେରାଓ କରିଥିଲେ। ଜିଲ୍ଲାପାଳ ଡ଼ ନୃପରାଜ ସାହୁ ଛାତ୍ରୀଛାତ୍ରମାନଙ୍କୁ ଆଗାମୀ ବୁଧବାର ଦିନ ଯାଏଁ ସମାଧାନ ପାଇଁ ସମୟ ମାଗିଛନ୍ତି। ସୂଚନାଯୋଗ୍ୟଯେ, ପ୍ରିନ୍ସିପାଲ ପୁରୁଷ ଷ୍ଟାଫ ନେଇ ଛାତ୍ରୀଙ୍କ କଠୋରିକୁ ପ୍ରବେଶ କରିବା, ନିମ୍ନ ମାନର ପୋକରା ଖାଦ୍ୟ ପରିବେଷଣ କରିବା, ଅନାବଶ୍ୟକ ଟଙ୍କା ଅସୁଲି ପାଇଁ ଅଡ଼ିବସିବା ସହିତ ଦୁର୍ବ୍ୟବହାର ପ୍ରଦର୍ଶନ କରିବା ଭଳି ସଙ୍ଗିନ ଅଭିଯୋଗ କରିଥିଲେ ଛାତ୍ରୀଛାତ୍ରମାନେ।
    1
    ବୁଧବାର ଯାଏଁ ସମୟ ମାଗିଲେ ଜିଲ୍ଲାପାଳ
ସୁବର୍ଣ୍ଣପୁର: ସୋନପୁର ପଲିଟେକନିକର ଛାତ୍ରୀଛାତ୍ରମାନେ ନିଜ ଆତ୍ମସମ୍ମାନ ପାଇଁ କଲେଜର ଅଧ୍ୟକ୍ଷଙ୍କ ବଦଳି ଦାବିରେ ଜିଲ୍ଲାପାଳଙ୍କୁ ଘେରାଓ କରିଥିଲେ। ଜିଲ୍ଲାପାଳ ଡ଼ ନୃପରାଜ ସାହୁ ଛାତ୍ରୀଛାତ୍ରମାନଙ୍କୁ ଆଗାମୀ ବୁଧବାର ଦିନ ଯାଏଁ ସମାଧାନ ପାଇଁ ସମୟ ମାଗିଛନ୍ତି। ସୂଚନାଯୋଗ୍ୟଯେ, ପ୍ରିନ୍ସିପାଲ ପୁରୁଷ ଷ୍ଟାଫ ନେଇ ଛାତ୍ରୀଙ୍କ କଠୋରିକୁ ପ୍ରବେଶ କରିବା, ନିମ୍ନ ମାନର ପୋକରା ଖାଦ୍ୟ ପରିବେଷଣ କରିବା, ଅନାବଶ୍ୟକ ଟଙ୍କା ଅସୁଲି ପାଇଁ ଅଡ଼ିବସିବା ସହିତ ଦୁର୍ବ୍ୟବହାର ପ୍ରଦର୍ଶନ କରିବା ଭଳି ସଙ୍ଗିନ ଅଭିଯୋଗ କରିଥିଲେ ଛାତ୍ରୀଛାତ୍ରମାନେ।
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    2 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.