logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ବ୍ଲକ ସ୍ତରୀୟ ଲୋକ ଉତ୍ସବ ବେଳପଡା କାର୍ଯ୍ୟକ୍ରମ ରେ ଅତିଥି ମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା।

1 day ago
user_BHOJARAJ DANDASENA
BHOJARAJ DANDASENA
Journalist ବେଲପରା, ବଲାଙ୍ଗୀର, ଓଡ଼ିଶା•
1 day ago

ବ୍ଲକ ସ୍ତରୀୟ ଲୋକ ଉତ୍ସବ ବେଳପଡା କାର୍ଯ୍ୟକ୍ରମ ରେ ଅତିଥି ମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା।

More news from ଓଡ଼ିଶା and nearby areas
  • ଏମିତିକା ଯିବ କେବେ କେହି ଦେଖା ଦେଇ ନାହିଁ ଆଜି ଦେଖିବା କୁ ମିଳିବ
    2
    ଏମିତିକା ଯିବ କେବେ କେହି ଦେଖା ଦେଇ ନାହିଁ ଆଜି ଦେଖିବା କୁ ମିଳିବ
    user_Baisampayan Rana
    Baisampayan Rana
    କଣ୍ଟାବାଞ୍ଜି, ବଲାଙ୍ଗୀର, ଓଡ଼ିଶା•
    18 hrs ago
  • ନୂଆପଡ଼ାରେ ଦୁଇ ଦିନିଆ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଉଦ୍ ଯାପିତ l
    1
    ନୂଆପଡ଼ାରେ ଦୁଇ ଦିନିଆ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଉଦ୍ ଯାପିତ l
    user_ଜିଲ୍ଲା ଖବର ଓମ ପ୍ରକାଶ ଚୌଧୁରୀ
    ଜିଲ୍ଲା ଖବର ଓମ ପ୍ରକାଶ ଚୌଧୁରୀ
    ଖରିଆର, ନୂଆପଡ଼ା, ଓଡ଼ିଶା•
    3 hrs ago
  • ଉଠିବ ଚାଷୀଙ୍କ ଧାନ; ସର୍ତ୍ତ ସହ ସରକାରଙ୍କୁ ମିଲର୍ସଙ୍କ ୧୫ ଦିନିଆ ମହଲତ
    1
    ଉଠିବ ଚାଷୀଙ୍କ ଧାନ; ସର୍ତ୍ତ ସହ ସରକାରଙ୍କୁ ମିଲର୍ସଙ୍କ ୧୫ ଦିନିଆ ମହଲତ
    user_ODISHA NEWS
    ODISHA NEWS
    Reporter Balangir, Odisha•
    17 hrs ago
  • #ମେରା ଦୋ ବ ଚେ ବି ହେ
    1
    #ମେରା ଦୋ ବ ଚେ ବି ହେ
    user_Bighne Rana
    Bighne Rana
    Dancer ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
    18 hrs ago
  • ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲାର ଲୋକ ମହୋତ୍ସବ "ମହିମା"- ୨୦୨୬ ଓ ରାଜ୍ୟ ସ୍ତରୀୟ ପଲ୍ଲୀଶ୍ରୀ ମେଳାର ସାଂସ୍କୃତିକ କାର୍ଯ୍ୟକ୍ରମର ଦ୍ବିତୀୟ ସଂନ୍ଧ୍ୟାରେ ମନ ମୋହିଲା ନଟରାଜ ବଲାଙ୍ଗୀର ର କଳାକାର ମାନଙ୍କ ସମ୍ବଲପୁରୀ ଲୋକ ନୃତ୍ୟ।
    1
    ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲାର ଲୋକ ମହୋତ୍ସବ "ମହିମା"- ୨୦୨୬ ଓ ରାଜ୍ୟ ସ୍ତରୀୟ ପଲ୍ଲୀଶ୍ରୀ ମେଳାର ସାଂସ୍କୃତିକ କାର୍ଯ୍ୟକ୍ରମର ଦ୍ବିତୀୟ ସଂନ୍ଧ୍ୟାରେ ମନ ମୋହିଲା ନଟରାଜ ବଲାଙ୍ଗୀର ର କଳାକାର ମାନଙ୍କ ସମ୍ବଲପୁରୀ ଲୋକ ନୃତ୍ୟ।
    user_Ram Shankar Bhoi
    Ram Shankar Bhoi
    Journalist Sonapur, Sonepur•
    2 hrs ago
  • ଟାୱାର ଉପରେ ଯୁବକ ନାକେଦମ ଦମକଳ ବାହିନୀ କର୍ମଜର୍ତ୍ତା ଓ ସ୍ଥାନୀୟ ଲୋକ l ସୁବର୍ଣ୍ଣପୁର ଜିଲ୍ଲା ତରଭା ସହରରେ ଦେଖିବାକୁ ମିଳିଛି ଏଭଳି କିଛି ଦୃଶ୍ୟ l ସହର ର ମାରୱାଡି ଧର୍ମଶାଳା ପଛପଟେ ଥିବା ଏକ ଟାୱାରରେ ସୁନାରିପଡା ର ଯୁବକ ସୁମିତ ସାହୁ ଚଢ଼ି ଯାଇଥିବାବେଳେ ଆଉ ଓହ୍ଲଉ ନାହାନ୍ତି l ଖବର ପାଇ ଦମକଳ ବାହିନୀ କର୍ମକର୍ତ୍ତା ଓ ସ୍ଥାନୀୟ ଲୋକ ଯେତେ ବୁଝା ସୁଝା କରୁଥିଲେବି ସୁମିତ ଶୁଣୁ ନଥିବା କି ତଳକୁ ଓହ୍ଲାଉ ନଥିବା ଦେଖିବାକୁ ମିଳିଛି l ତେବେ ସୁମିତ ଟାୱାର ଉପରେ କାହା ସହିତ ଫୋନରେ କଥା ହେଉଥିବା ଦେଖିବାକୁ ମିଳିଛି l ତେବେ ସୁମିତ କାହିଁକି ଟାୱାର ଉପରେ ଚଢ଼ିଛନ୍ତି ତାହା ସ୍ପଷ୍ଟ ହୋଇନାହିଁ l
    1
    ଟାୱାର ଉପରେ ଯୁବକ ନାକେଦମ ଦମକଳ ବାହିନୀ କର୍ମଜର୍ତ୍ତା ଓ ସ୍ଥାନୀୟ ଲୋକ l ସୁବର୍ଣ୍ଣପୁର ଜିଲ୍ଲା ତରଭା ସହରରେ ଦେଖିବାକୁ ମିଳିଛି ଏଭଳି କିଛି ଦୃଶ୍ୟ l ସହର ର ମାରୱାଡି ଧର୍ମଶାଳା ପଛପଟେ ଥିବା ଏକ ଟାୱାରରେ ସୁନାରିପଡା ର ଯୁବକ ସୁମିତ ସାହୁ ଚଢ଼ି ଯାଇଥିବାବେଳେ ଆଉ ଓହ୍ଲଉ ନାହାନ୍ତି l ଖବର ପାଇ ଦମକଳ  ବାହିନୀ କର୍ମକର୍ତ୍ତା ଓ ସ୍ଥାନୀୟ ଲୋକ ଯେତେ ବୁଝା ସୁଝା କରୁଥିଲେବି ସୁମିତ ଶୁଣୁ ନଥିବା କି ତଳକୁ ଓହ୍ଲାଉ ନଥିବା ଦେଖିବାକୁ ମିଳିଛି l ତେବେ ସୁମିତ ଟାୱାର ଉପରେ କାହା ସହିତ ଫୋନରେ କଥା ହେଉଥିବା ଦେଖିବାକୁ ମିଳିଛି l ତେବେ ସୁମିତ କାହିଁକି ଟାୱାର ଉପରେ ଚଢ଼ିଛନ୍ତି ତାହା ସ୍ପଷ୍ଟ ହୋଇନାହିଁ l
    user_SONEPUR NEWS
    SONEPUR NEWS
    Journalist Sonapur, Sonepur•
    7 hrs ago
  • ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ସୁବର୍ଣ୍ଣପୁର ଜିଲ୍ଲାର ଆଗାମୀ ଜିଲ୍ଲା ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ଼ ନୃପରାଜ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା। ଅତିରିକ୍ତ ଜିଲ୍ଲାପାଳ, ସାଧାରଣ, ସୁବର୍ଣ୍ଣପୁର ଏହି ପ୍ରସ୍ତୁତି ବୈଠକରେ ଆଲୋଚ୍ୟ ବିଷୟ ବସ୍ତୁ ଅନୁଯାୟୀ ଆଲୋଚନା ପାଇଁ ଉପସ୍ଥାପନ କରିଥିଲେ ଓ ଆଲୋଚନା ଅନୁଯାୟୀ ସର୍ବ ସମ୍ମତି କ୍ରମେ ପ୍ରସ୍ତାବ ଗୃହୀତ କରାଯାଇଥିଲା । ଆଲୋଚନା ସମୟରେ ଜିଲ୍ଲାପାଳ, ସୁବର୍ଣ୍ଣପୁର ଯେଉଁ ଅଧିକାରୀମାନଙ୍କୁ ଆବଶ୍ୟକୀୟ ଆୟୋଜନ ପାଇଁ ଦାୟିତ୍ଵ ପ୍ରଦାନ କରାଯାଇଛି, ସେମାନଙ୍କୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସେମାନଙ୍କ ଦାୟିତ୍ଵ ସମ୍ପନ୍ନ କରିବା ପାଇଁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ ।ଏହି ପ୍ରସ୍ତୁତି ବୈଠକରେ ଆରକ୍ଷୀ ଅଧିକ୍ଷକ, ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ, ସୁବର୍ଣ୍ଣପୁର, ଶ୍ରୀ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ, ସାଧାରଣ, ସୁବର୍ଣ୍ଣପୁର, ଶ୍ରୀମତି ଅଞ୍ଜଳିନା ପ୍ରଧାନ, ଉପ- ଜିଲ୍ଲାପାଳ, ସୋନପୁର, ଶ୍ରୀମତି ସୌମ୍ୟାରୁପା ରଥ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ବୃନ୍ଦ, ବେଣୁଧର ଦାଶ, ସମାଜସେବୀ, ବୀରମହାରାଜପୁର, ସୋନପୁର ସହରର ବୁଦ୍ଧିଜୀବୀ ବୃନ୍ଦ, ବରିଷ୍ଠ ନାଗରିକ ବୃନ୍ଦ, ସୋନପୁର ସହରର ବିଭିନ୍ନ ଅନୁଷ୍ଠାନ ମାନଙ୍କର ପ୍ରତିନିଧି ବୃନ୍ଦ, ବିଭିନ୍ନ ମହାବିଦ୍ୟାଳୟ ଅଧ୍ୟକ୍ଷ/ ଅଧ୍ୟକ୍ଷା ଓ ବିଦ୍ୟାଳୟ ଗୁଡିକର ପ୍ରଧାନ ଶିକ୍ଷକ/ ଶିକ୍ଷୟତ୍ରୀ ବୃନ୍ଦ,ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ସମ୍ବାଦ ପତ୍ର ଗୁଡିକର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧିମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରି ସେମାନଙ୍କର ସୁଚିତିନ୍ତ ମତାମତ ପ୍ରଦାନ କରିଥିଲେ। ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ସୁବର୍ଣ୍ଣପୁର ଶ୍ରୀ ଅର୍ଜୁନ ମାଝୀ ଏହି ପ୍ରସ୍ତୁତି ବୈଠକରେ ସମସ୍ତଙ୍କୁ ସ୍ଵାଗତ ଜଣାଇବା ସଙ୍ଗେ ସଙ୍ଗେ ବୈଠକ ଶେଷରେ ଧନ୍ୟବାଦ୍ ଜ୍ଞାପନ କରିଥିଲେ ।
    3
    ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ସୁବର୍ଣ୍ଣପୁର ଜିଲ୍ଲାର ଆଗାମୀ ଜିଲ୍ଲା ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ଼ ନୃପରାଜ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା। ଅତିରିକ୍ତ ଜିଲ୍ଲାପାଳ, ସାଧାରଣ, ସୁବର୍ଣ୍ଣପୁର ଏହି ପ୍ରସ୍ତୁତି ବୈଠକରେ  ଆଲୋଚ୍ୟ ବିଷୟ ବସ୍ତୁ ଅନୁଯାୟୀ ଆଲୋଚନା ପାଇଁ ଉପସ୍ଥାପନ କରିଥିଲେ ଓ ଆଲୋଚନା ଅନୁଯାୟୀ ସର୍ବ ସମ୍ମତି କ୍ରମେ ପ୍ରସ୍ତାବ ଗୃହୀତ କରାଯାଇଥିଲା । ଆଲୋଚନା ସମୟରେ ଜିଲ୍ଲାପାଳ, ସୁବର୍ଣ୍ଣପୁର ଯେଉଁ  ଅଧିକାରୀମାନଙ୍କୁ ଆବଶ୍ୟକୀୟ ଆୟୋଜନ ପାଇଁ ଦାୟିତ୍ଵ ପ୍ରଦାନ କରାଯାଇଛି, ସେମାନଙ୍କୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସେମାନଙ୍କ ଦାୟିତ୍ଵ ସମ୍ପନ୍ନ କରିବା ପାଇଁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ ।ଏହି ପ୍ରସ୍ତୁତି ବୈଠକରେ ଆରକ୍ଷୀ ଅଧିକ୍ଷକ, ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ,  ସୁବର୍ଣ୍ଣପୁର, ଶ୍ରୀ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ, ସାଧାରଣ, ସୁବର୍ଣ୍ଣପୁର, ଶ୍ରୀମତି ଅଞ୍ଜଳିନା ପ୍ରଧାନ, ଉପ- ଜିଲ୍ଲାପାଳ, ସୋନପୁର, ଶ୍ରୀମତି ସୌମ୍ୟାରୁପା ରଥ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ବୃନ୍ଦ, ବେଣୁଧର ଦାଶ, ସମାଜସେବୀ, ବୀରମହାରାଜପୁର, ସୋନପୁର ସହରର ବୁଦ୍ଧିଜୀବୀ ବୃନ୍ଦ, ବରିଷ୍ଠ ନାଗରିକ ବୃନ୍ଦ, ସୋନପୁର ସହରର ବିଭିନ୍ନ ଅନୁଷ୍ଠାନ ମାନଙ୍କର ପ୍ରତିନିଧି ବୃନ୍ଦ, ବିଭିନ୍ନ ମହାବିଦ୍ୟାଳୟ ଅଧ୍ୟକ୍ଷ/ ଅଧ୍ୟକ୍ଷା ଓ ବିଦ୍ୟାଳୟ ଗୁଡିକର ପ୍ରଧାନ ଶିକ୍ଷକ/ ଶିକ୍ଷୟତ୍ରୀ ବୃନ୍ଦ,ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ସମ୍ବାଦ ପତ୍ର ଗୁଡିକର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧିମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରି ସେମାନଙ୍କର ସୁଚିତିନ୍ତ ମତାମତ ପ୍ରଦାନ କରିଥିଲେ। ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ସୁବର୍ଣ୍ଣପୁର ଶ୍ରୀ ଅର୍ଜୁନ ମାଝୀ ଏହି ପ୍ରସ୍ତୁତି ବୈଠକରେ ସମସ୍ତଙ୍କୁ ସ୍ଵାଗତ ଜଣାଇବା ସଙ୍ଗେ ସଙ୍ଗେ ବୈଠକ ଶେଷରେ ଧନ୍ୟବାଦ୍ ଜ୍ଞାପନ କରିଥିଲେ ।
    user_Premananda Naik
    Premananda Naik
    ବୀରମହାରାଜପୁର, ସୋନପୁର, ଓଡ଼ିଶା•
    7 hrs ago
  • ଖରିଆର ଉପଖଣ୍ଡ ଚିକିତ୍ସାଳୟ ଅବ୍ୟବସ୍ଥା ଘେରରେ, ଉପଖଣ୍ଡ ଚିକିତ୍ସାଳୟ
    1
    ଖରିଆର ଉପଖଣ୍ଡ ଚିକିତ୍ସାଳୟ ଅବ୍ୟବସ୍ଥା ଘେରରେ, ଉପଖଣ୍ଡ ଚିକିତ୍ସାଳୟ
    user_ଜିଲ୍ଲା ଖବର ଓମ ପ୍ରକାଶ ଚୌଧୁରୀ
    ଜିଲ୍ଲା ଖବର ଓମ ପ୍ରକାଶ ଚୌଧୁରୀ
    ଖରିଆର, ନୂଆପଡ଼ା, ଓଡ଼ିଶା•
    6 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.