logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ସୁବର୍ଣ୍ଣପୁର ଜିଲ୍ଲା ରେ ପଞ୍ଚମକାର’ ଲୋକାର୍ପଣ ଉତ୍ସବ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l ‘ପଞ୍ଚମକାର’ ଲୋକାର୍ପଣ ଉତ୍ସବ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l ଏହି ଉତ୍ସବରେ ଜିଲ୍ଲାପାଳ ସୁବର୍ଣ୍ଣପୁର ଡ. ନୃପରାଜ ସାହୁ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିଲେ, ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଶୀମତୀ ଅଞ୍ଜଳିନା ପ୍ରଧାନ ଓ ଉପ ଜିଲ୍ଲାପାଳ ସୋନପୁର ଡ. ସୌମ୍ୟରୂପା ରଥ ଉପସ୍ଥିତ ଥିଲେ l ‘ପଞ୍ଚମକାର’ କେବଳ ତାନ୍ତ୍ରିକ ଉପାସନା ପଦ୍ଧତିର ଉପାଦାନ ନୁହେଁ ବରଂ ଏହା ସୁବର୍ଣ୍ଣପୁରକୁ ପରିଚିହ୍ନିତ କରୁଥିବା ମଲ୍ଲି, ମୁଗ, ମଠ, ମନ୍ଦିର ଓ ମାଛ ପ୍ରଭୁତି ପାଞ୍ଚଟି ମ କାର ସଂଯୋଗ ସେତୁ l ତେବେ ଦୀର୍ଘ ୨୦ ବର୍ଷର ସୁବର୍ଣ୍ଣପୁର ଲୋକ ମହୋତ୍ସବର ସ୍ମରଣିକା ରେ ପ୍ରକାଶିତ ଉପାଦେୟ ମନୋନୀତ ଓ ନିର୍ବାଚିତ ଗବେଷଣାତ୍ମକ ପ୍ରବନ୍ଧ ସଂକଳନ ହେଉଛି ‘ପଞ୍ଚମକାର’ । ଏଥିରେ ସୁବର୍ଣ୍ଣପୁରର ଐତିହ୍ୟ, ସଂସ୍କୃତି, ଧର୍ମଧାରା, ଭାଷାସାହିତ୍ୟ ତଥା କଳା, ସ୍ଥାପତ୍ୟ ସନ୍ନିବେଶିତ ହୋଇଛି । ଏହି ଲୋକାର୍ପଣ ଉତ୍ସବରେ ସ୍ଵାଗତ ସମ୍ଭାଷଣ ଡକ୍ତର ସୌରଭ ରଞ୍ଜନ ଖମାରି ପ୍ରଦାନ କରିଥିଲେ, ତାପରେ ଜିଲ୍ଲାପାଳଙ୍କୁ ମାନପତ୍ର ଦେଇ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା l ସଭାରେ ପ୍ରଥମେ ଉପ ଜିଲ୍ଲାପାଳ ସୋନପୁର ବକ୍ତବ୍ୟ ରଖିଥିଲେ l ପରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତି ଅଞ୍ଜଳିନା ପ୍ରଧାନ ବକ୍ତବ୍ୟ ପ୍ରଦାନ କରିଥିଲେ ଏବଂ ଶେଷରେ ଜିଲ୍ଲାପାଳ ସୁବର୍ଣ୍ଣପୁର ଡ. ନୃପରାଜ ସାହୁ ନିଜର ଅଭିଭାଷଣ ରଖିଥିଲେ l ଜିଲ୍ଲାପାଳଙ୍କ ଅଭିଭାଷଣ ପରେ ଦୀର୍ଘ 20 ବର୍ଷର ସୁବର୍ଣ୍ଣପୁର ଲୋକ ମହୋତ୍ସବର ସ୍ମରଣିକା ରେ ପ୍ରକାଶିତ ଉପାଦେୟ ମନୋନୀତ ଓ ନିର୍ବାଚିତ ଗବେଷଣାତ୍ମକ ପ୍ରବନ୍ଧ ସଂକଳନ ହେଉଛି "ପଞ୍ଚମକାର" ଗୋଟିଏ ଓଡ଼ିଆ ଓ ଇଂରାଜୀ ଭାଷାରେ ପୁସ୍ତକ ପ୍ରିୟ ଜିଲ୍ଲାପାଳଙ୍କ ଦ୍ଵାରା ଲୋକାର୍ପିତ ହୋଇଅଛି l ସୁବର୍ଣ୍ଣପୁରର ସାହିତ୍ୟ, କଳା, ସଂସ୍କୃତି, ଐତିହ୍ୟ ଓ ମାଟିର ଅସ୍ମିତାକୁ ନେଇ ପ୍ରକାଶିତ "ପଞ୍ଚମକାର" ପୁସ୍ତକର ଓଡିଆ ଓ ଇଂରାଜୀ ସଂସ୍କରଣର ଲୋକାର୍ପଣ ଉତ୍ସବରେ ସମସ୍ତ ପ୍ରମୁଖ ସାହିତ୍ୟିକ, କବି, ଲେଖକ, ବରିଷ୍ଠ ନାଗରିକ, ବୁଦ୍ଧିଜିବୀ, ସାମ୍ବାଦିକ ଯୋଗଦାନ କରିଥିଲେ ଏବଂ ମତ ପ୍ରଦାନ କରିଥିଲେ l ତାପରେ ସଭାପତି ଇଙ୍କଫେଷ୍ଟ ଶ୍ରୀ ସ୍ଵାଧୀନ କୁମାର ମେହେର ବକ୍ତବ୍ୟ ରଖିଥିଲେ l ଶେଷରେ ଉପ ସଭାପତି ଇଙ୍କଫେଷ୍ଟ ଶ୍ରୀ ଗତିକୃଷ୍ଣ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ଏହି ଲୋକାର୍ପଣ ଉତ୍ସବ ଟିକୁ ଶ୍ରୀ ଅମ୍ବୁଜ ବିହାରୀ ଶତପଥୀ ସଂଯୋଜନା କରିଥିଲେ l ଜିଲ୍ଲା ସଂସ୍କୃତି ପରିଷଦ, ସୁବର୍ଣ୍ଣପୁର ଓ ଇଙ୍କଫେଷ୍ଟ ର ମିଳିତ ଉଦ୍ୟମରେ ଏହି ଲୋକାର୍ପଣ ଉତ୍ସବ ପରିଚାଳିତ ହୋଇଥିଲା l

1 hr ago
user_Sonepur news khulasa
Sonepur news khulasa
Video Creator ସୋନପୁର, ସୋନପୁର, ଓଡ଼ିଶା•
1 hr ago

ସୁବର୍ଣ୍ଣପୁର ଜିଲ୍ଲା ରେ ପଞ୍ଚମକାର’ ଲୋକାର୍ପଣ ଉତ୍ସବ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l ‘ପଞ୍ଚମକାର’ ଲୋକାର୍ପଣ ଉତ୍ସବ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l ଏହି ଉତ୍ସବରେ ଜିଲ୍ଲାପାଳ ସୁବର୍ଣ୍ଣପୁର ଡ. ନୃପରାଜ ସାହୁ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିଲେ, ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଶୀମତୀ ଅଞ୍ଜଳିନା ପ୍ରଧାନ ଓ ଉପ ଜିଲ୍ଲାପାଳ ସୋନପୁର ଡ. ସୌମ୍ୟରୂପା ରଥ ଉପସ୍ଥିତ ଥିଲେ l ‘ପଞ୍ଚମକାର’ କେବଳ ତାନ୍ତ୍ରିକ ଉପାସନା ପଦ୍ଧତିର ଉପାଦାନ ନୁହେଁ ବରଂ ଏହା ସୁବର୍ଣ୍ଣପୁରକୁ ପରିଚିହ୍ନିତ କରୁଥିବା ମଲ୍ଲି, ମୁଗ, ମଠ, ମନ୍ଦିର ଓ ମାଛ ପ୍ରଭୁତି ପାଞ୍ଚଟି ମ କାର ସଂଯୋଗ ସେତୁ l ତେବେ ଦୀର୍ଘ ୨୦ ବର୍ଷର ସୁବର୍ଣ୍ଣପୁର ଲୋକ ମହୋତ୍ସବର ସ୍ମରଣିକା ରେ ପ୍ରକାଶିତ ଉପାଦେୟ ମନୋନୀତ ଓ ନିର୍ବାଚିତ ଗବେଷଣାତ୍ମକ ପ୍ରବନ୍ଧ ସଂକଳନ ହେଉଛି ‘ପଞ୍ଚମକାର’ । ଏଥିରେ ସୁବର୍ଣ୍ଣପୁରର ଐତିହ୍ୟ, ସଂସ୍କୃତି, ଧର୍ମଧାରା, ଭାଷାସାହିତ୍ୟ ତଥା କଳା, ସ୍ଥାପତ୍ୟ ସନ୍ନିବେଶିତ ହୋଇଛି । ଏହି ଲୋକାର୍ପଣ ଉତ୍ସବରେ ସ୍ଵାଗତ ସମ୍ଭାଷଣ ଡକ୍ତର ସୌରଭ ରଞ୍ଜନ ଖମାରି ପ୍ରଦାନ କରିଥିଲେ, ତାପରେ ଜିଲ୍ଲାପାଳଙ୍କୁ ମାନପତ୍ର ଦେଇ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା l ସଭାରେ ପ୍ରଥମେ ଉପ ଜିଲ୍ଲାପାଳ ସୋନପୁର ବକ୍ତବ୍ୟ ରଖିଥିଲେ l ପରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତି ଅଞ୍ଜଳିନା ପ୍ରଧାନ ବକ୍ତବ୍ୟ ପ୍ରଦାନ କରିଥିଲେ ଏବଂ ଶେଷରେ ଜିଲ୍ଲାପାଳ ସୁବର୍ଣ୍ଣପୁର ଡ. ନୃପରାଜ ସାହୁ ନିଜର ଅଭିଭାଷଣ ରଖିଥିଲେ l ଜିଲ୍ଲାପାଳଙ୍କ ଅଭିଭାଷଣ ପରେ ଦୀର୍ଘ 20 ବର୍ଷର ସୁବର୍ଣ୍ଣପୁର ଲୋକ ମହୋତ୍ସବର ସ୍ମରଣିକା ରେ ପ୍ରକାଶିତ ଉପାଦେୟ ମନୋନୀତ ଓ ନିର୍ବାଚିତ ଗବେଷଣାତ୍ମକ ପ୍ରବନ୍ଧ ସଂକଳନ ହେଉଛି "ପଞ୍ଚମକାର" ଗୋଟିଏ ଓଡ଼ିଆ ଓ ଇଂରାଜୀ ଭାଷାରେ ପୁସ୍ତକ ପ୍ରିୟ ଜିଲ୍ଲାପାଳଙ୍କ ଦ୍ଵାରା ଲୋକାର୍ପିତ ହୋଇଅଛି l ସୁବର୍ଣ୍ଣପୁରର ସାହିତ୍ୟ, କଳା, ସଂସ୍କୃତି, ଐତିହ୍ୟ ଓ ମାଟିର ଅସ୍ମିତାକୁ ନେଇ ପ୍ରକାଶିତ "ପଞ୍ଚମକାର" ପୁସ୍ତକର ଓଡିଆ ଓ ଇଂରାଜୀ ସଂସ୍କରଣର ଲୋକାର୍ପଣ ଉତ୍ସବରେ ସମସ୍ତ ପ୍ରମୁଖ ସାହିତ୍ୟିକ, କବି, ଲେଖକ, ବରିଷ୍ଠ ନାଗରିକ, ବୁଦ୍ଧିଜିବୀ, ସାମ୍ବାଦିକ ଯୋଗଦାନ କରିଥିଲେ ଏବଂ ମତ ପ୍ରଦାନ କରିଥିଲେ l ତାପରେ ସଭାପତି ଇଙ୍କଫେଷ୍ଟ ଶ୍ରୀ ସ୍ଵାଧୀନ କୁମାର ମେହେର ବକ୍ତବ୍ୟ ରଖିଥିଲେ l ଶେଷରେ ଉପ ସଭାପତି ଇଙ୍କଫେଷ୍ଟ ଶ୍ରୀ ଗତିକୃଷ୍ଣ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ଏହି ଲୋକାର୍ପଣ ଉତ୍ସବ ଟିକୁ ଶ୍ରୀ ଅମ୍ବୁଜ ବିହାରୀ ଶତପଥୀ ସଂଯୋଜନା କରିଥିଲେ l ଜିଲ୍ଲା ସଂସ୍କୃତି ପରିଷଦ, ସୁବର୍ଣ୍ଣପୁର ଓ ଇଙ୍କଫେଷ୍ଟ ର ମିଳିତ ଉଦ୍ୟମରେ ଏହି ଲୋକାର୍ପଣ ଉତ୍ସବ ପରିଚାଳିତ ହୋଇଥିଲା l

More news from ଓଡ଼ିଶା and nearby areas
  • ପିଏମ୍ ଶ୍ରୀ ଭୀମଭୋଇ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ସପ୍ତାହ ପାଳନ ହୋଇଯାଇଛି l ପିଏମ୍ ଶ୍ରୀ ଭୀମଭୋଇ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ସପ୍ତାହ ପାଳନ ଲଛିପୁର, ୨୫/୮: ପିଏମ୍ ଶ୍ରୀ ଭୀମଭୋଇ ସରକାରୀ ଉଚ୍ଚ ବିଦ୍ୟାଳୟ, ଲଛିପୁର ଠାରେ ଆଜି, ୨୫ ଅଗଷ୍ଟ ୨୦୨୬ ଠାରୁ ଆସନ୍ତା ୩୧ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ ସଂସ୍କୃତ ସପ୍ତାହ ପାଳନ ଆରମ୍ଭ ହୋଇଛି। ଆଜି ଏହାର ଉଦ୍‌ଘାଟନୀ କାର୍ଯ୍ୟକ୍ରମ ଆନୁଷ୍ଠାନିକ ଭାବେ ଅନୁଷ୍ଠିତ ହୋଇଯାଇଛି।ଭାରତୀୟ ଜ୍ଞାନ, ସଂସ୍କୃତି, ପରମ୍ପରା ଓ ମୂଲ୍ୟବୋଧର ଅମୂଲ୍ୟ ଭଣ୍ଡାର ସଂସ୍କୃତ ଭାଷା ପ୍ରତି ଛାତ୍ରଛାତ୍ରୀଙ୍କ ଆଗ୍ରହ ବୃଦ୍ଧି କରିବା ସହ ଏହାର ମହତ୍ତ୍ୱ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଏହି ସପ୍ତାହ ପାଳନର ମୁଖ୍ୟ ଲକ୍ଷ୍ୟ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହେମସାଗର ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଡ. ହୃଷୀକେଶ ଦେହେରୀ ଯୋଗଦେଇ ସଂସ୍କୃତ ଭାଷା ଓ ଯୋଗର ମହତ୍ତ୍ୱ ଉପରେ ନିଜର ମତ ରଖିଥିଲେ।ସେ କହିଥିଲେ, ସଂସ୍କୃତ ଭାଷା ଭାରତୀୟ ଜ୍ଞାନ ପରମ୍ପରାର ଏକ ମହାନ ଆଧାର। ବେଦ, ଉପନିଷଦ, ଭଗବଦ୍‌ଗୀତା, ଆୟୁର୍ବେଦ ଓ ଯୋଗଶାସ୍ତ୍ର ଭଳି ଜ୍ଞାନର ବିଶାଳ ଭଣ୍ଡାର ସଂସ୍କୃତ ଭାଷା ସହ ଗଭୀର ଭାବେ ଜଡ଼ିତ। ଯୋଗ ଓ ସଂସ୍କୃତ ପରସ୍ପର ପରିପୂରକ। ଯୋଗର ମୂଳ ତତ୍ତ୍ୱ ଓ ଶାସ୍ତ୍ରୀୟ ଧାରଣାକୁ ବୁଝିବାରେ ସଂସ୍କୃତ ଜ୍ଞାନର ଗୁରୁତ୍ୱ ରହିଛି। ତେଣୁ ଛାତ୍ରଛାତ୍ରୀମାନେ ସଂସ୍କୃତ ସହ ଯୋଗକୁ ମଧ୍ୟ ନିଜ ଜୀବନରେ ଆପଣାଇବା ଆବଶ୍ୟକ ବୋଲି ସେ ମତ ପ୍ରକାଶ କରିଥିଲେ। କାର୍ଯ୍ୟକ୍ରମକୁ ବିଦ୍ୟାଳୟର ସଂସ୍କୃତ ଶିକ୍ଷକ ଅଜିତ କୁମାର ରଣା ସଂଯୋଜନା କରିଥିଲେ। ସମ୍ମାନିତ ଅତିଥି ଭାବେ CRCC ପ୍ରଫୁଲ୍ଲ କୁମାର ବିଶ୍ୱାଳ ଯୋଗଦେଇ ସଂସ୍କୃତ ଭାଷାର ଉପାଦେୟତା ଓ ଛାତ୍ରଛାତ୍ରୀଙ୍କ ଶିକ୍ଷାଜୀବନରେ ଏହାର ଗୁରୁତ୍ୱ ସମ୍ପର୍କରେ ଆଲୋକପାତ କରିଥିଲେ।ଅନ୍ୟାନ୍ୟ ଅତିଥି ଭାବେ SMC ଉପସଭାପତି ବାସନ୍ତୀ ବାଘ, ପଞ୍ଚସଖା ସେତୁର ସଭାପତି ସାଚ୍ଚିଦାନନ୍ଦ ସାହୁ ଓ ଶଙ୍କର ପ୍ରସାଦ ସା ଯୋଗଦେଇଥିଲେ। ସେମାନେ ସଂସ୍କୃତ ଭାଷାର ସୁରକ୍ଷା, ପ୍ରଚାର-ପ୍ରସାର ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏହା ପ୍ରତି ଆଗ୍ରହ ସୃଷ୍ଟି ଦିଗରେ ଏଭଳି କାର୍ଯ୍ୟକ୍ରମର ଆବଶ୍ୟକତା ଉପରେ ମତ ରଖିଥିଲେ।ସଂସ୍କୃତ ସପ୍ତାହ ଅବସରରେ ଶ୍ଲୋକ ପାଠ, ସଂସ୍କୃତ ଭାଷଣ, ସୁଭାଷିତ ପାଠ, ସଂସ୍କୃତ ନୃତ୍ୟ, ଲଘୁନାଟକ ସମେତ ବିଭିନ୍ନ ଶିକ୍ଷାମୂଳକ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଆସନ୍ତା ୩୧ ଅଗଷ୍ଟ ପର୍ଯ୍ୟନ୍ତ ଆୟୋଜନ କରାଯିବ। ଏଭଳି କାର୍ଯ୍ୟକ୍ରମ ଛାତ୍ରଛାତ୍ରୀଙ୍କ ଭାଷାଜ୍ଞାନ, ସୃଜନଶୀଳତା ଓ ଭାରତୀୟ ସଂସ୍କୃତି ପ୍ରତି ଗର୍ବବୋଧ ବୃଦ୍ଧି କରିବ ବୋଲି ଅତିଥିମାନେ ମତ ପ୍ରକାଶ କରିଥିଲେ। ଉକ୍ତ କାର୍ଯକ୍ରମ ରେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ସେବକ ସେବିକା ସଂପୂର୍ଣ୍ଣ ସହଯୋକ କରିଥଲେ।ଅରୁଣ କୁମାର ବାଗ ଧନ୍ୟବାଦ ଅର୍ପଣ କରିଥିବାବେଳେ ଶାନ୍ତି ପାଠ ସହ ଆଜିର ଉଦ୍‌ଘାଟନୀ କାର୍ଯ୍ୟକ୍ରମର ସମାପନ କରାଯାଇଥିଲା।
    1
    ପିଏମ୍ ଶ୍ରୀ ଭୀମଭୋଇ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ସପ୍ତାହ ପାଳନ ହୋଇଯାଇଛି l
ପିଏମ୍ ଶ୍ରୀ ଭୀମଭୋଇ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ସପ୍ତାହ ପାଳନ
ଲଛିପୁର, ୨୫/୮: ପିଏମ୍ ଶ୍ରୀ ଭୀମଭୋଇ ସରକାରୀ ଉଚ୍ଚ ବିଦ୍ୟାଳୟ, ଲଛିପୁର ଠାରେ ଆଜି, ୨୫ ଅଗଷ୍ଟ ୨୦୨୬ ଠାରୁ ଆସନ୍ତା ୩୧ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ ସଂସ୍କୃତ ସପ୍ତାହ ପାଳନ ଆରମ୍ଭ ହୋଇଛି। ଆଜି ଏହାର ଉଦ୍‌ଘାଟନୀ କାର୍ଯ୍ୟକ୍ରମ ଆନୁଷ୍ଠାନିକ ଭାବେ ଅନୁଷ୍ଠିତ ହୋଇଯାଇଛି।ଭାରତୀୟ ଜ୍ଞାନ, ସଂସ୍କୃତି, ପରମ୍ପରା ଓ ମୂଲ୍ୟବୋଧର ଅମୂଲ୍ୟ ଭଣ୍ଡାର ସଂସ୍କୃତ ଭାଷା ପ୍ରତି ଛାତ୍ରଛାତ୍ରୀଙ୍କ ଆଗ୍ରହ ବୃଦ୍ଧି କରିବା ସହ ଏହାର ମହତ୍ତ୍ୱ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଏହି ସପ୍ତାହ ପାଳନର ମୁଖ୍ୟ ଲକ୍ଷ୍ୟ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହେମସାଗର ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଡ. ହୃଷୀକେଶ ଦେହେରୀ ଯୋଗଦେଇ ସଂସ୍କୃତ ଭାଷା ଓ ଯୋଗର ମହତ୍ତ୍ୱ ଉପରେ ନିଜର ମତ ରଖିଥିଲେ।ସେ କହିଥିଲେ, ସଂସ୍କୃତ ଭାଷା ଭାରତୀୟ ଜ୍ଞାନ ପରମ୍ପରାର ଏକ ମହାନ ଆଧାର। ବେଦ, ଉପନିଷଦ, ଭଗବଦ୍‌ଗୀତା, ଆୟୁର୍ବେଦ ଓ ଯୋଗଶାସ୍ତ୍ର ଭଳି ଜ୍ଞାନର ବିଶାଳ ଭଣ୍ଡାର ସଂସ୍କୃତ ଭାଷା ସହ ଗଭୀର ଭାବେ ଜଡ଼ିତ। ଯୋଗ ଓ ସଂସ୍କୃତ ପରସ୍ପର ପରିପୂରକ। ଯୋଗର ମୂଳ ତତ୍ତ୍ୱ ଓ ଶାସ୍ତ୍ରୀୟ ଧାରଣାକୁ ବୁଝିବାରେ ସଂସ୍କୃତ ଜ୍ଞାନର ଗୁରୁତ୍ୱ ରହିଛି। ତେଣୁ ଛାତ୍ରଛାତ୍ରୀମାନେ ସଂସ୍କୃତ ସହ ଯୋଗକୁ ମଧ୍ୟ ନିଜ ଜୀବନରେ ଆପଣାଇବା ଆବଶ୍ୟକ ବୋଲି ସେ ମତ ପ୍ରକାଶ କରିଥିଲେ।
କାର୍ଯ୍ୟକ୍ରମକୁ ବିଦ୍ୟାଳୟର ସଂସ୍କୃତ ଶିକ୍ଷକ ଅଜିତ କୁମାର ରଣା ସଂଯୋଜନା କରିଥିଲେ। ସମ୍ମାନିତ ଅତିଥି ଭାବେ CRCC ପ୍ରଫୁଲ୍ଲ କୁମାର ବିଶ୍ୱାଳ ଯୋଗଦେଇ ସଂସ୍କୃତ ଭାଷାର ଉପାଦେୟତା ଓ ଛାତ୍ରଛାତ୍ରୀଙ୍କ ଶିକ୍ଷାଜୀବନରେ ଏହାର ଗୁରୁତ୍ୱ ସମ୍ପର୍କରେ ଆଲୋକପାତ କରିଥିଲେ।ଅନ୍ୟାନ୍ୟ ଅତିଥି ଭାବେ SMC ଉପସଭାପତି ବାସନ୍ତୀ ବାଘ, ପଞ୍ଚସଖା ସେତୁର ସଭାପତି ସାଚ୍ଚିଦାନନ୍ଦ ସାହୁ ଓ ଶଙ୍କର ପ୍ରସାଦ ସା ଯୋଗଦେଇଥିଲେ। ସେମାନେ ସଂସ୍କୃତ ଭାଷାର ସୁରକ୍ଷା, ପ୍ରଚାର-ପ୍ରସାର ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏହା ପ୍ରତି ଆଗ୍ରହ ସୃଷ୍ଟି ଦିଗରେ ଏଭଳି କାର୍ଯ୍ୟକ୍ରମର ଆବଶ୍ୟକତା ଉପରେ ମତ ରଖିଥିଲେ।ସଂସ୍କୃତ ସପ୍ତାହ ଅବସରରେ ଶ୍ଲୋକ ପାଠ, ସଂସ୍କୃତ ଭାଷଣ, ସୁଭାଷିତ ପାଠ, ସଂସ୍କୃତ ନୃତ୍ୟ, ଲଘୁନାଟକ ସମେତ ବିଭିନ୍ନ ଶିକ୍ଷାମୂଳକ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଆସନ୍ତା ୩୧ ଅଗଷ୍ଟ ପର୍ଯ୍ୟନ୍ତ ଆୟୋଜନ କରାଯିବ। ଏଭଳି କାର୍ଯ୍ୟକ୍ରମ ଛାତ୍ରଛାତ୍ରୀଙ୍କ ଭାଷାଜ୍ଞାନ, ସୃଜନଶୀଳତା ଓ ଭାରତୀୟ ସଂସ୍କୃତି ପ୍ରତି ଗର୍ବବୋଧ ବୃଦ୍ଧି କରିବ ବୋଲି ଅତିଥିମାନେ ମତ ପ୍ରକାଶ କରିଥିଲେ। ଉକ୍ତ କାର୍ଯକ୍ରମ ରେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ସେବକ ସେବିକା ସଂପୂର୍ଣ୍ଣ ସହଯୋକ କରିଥଲେ।ଅରୁଣ କୁମାର ବାଗ ଧନ୍ୟବାଦ ଅର୍ପଣ କରିଥିବାବେଳେ ଶାନ୍ତି ପାଠ ସହ ଆଜିର ଉଦ୍‌ଘାଟନୀ କାର୍ଯ୍ୟକ୍ରମର ସମାପନ କରାଯାଇଥିଲା।
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    26 min ago
  • ରେଳ ଧାରଣାରୁ ଶବ ଉଦ୍ଧାର ମୃତ ଯୁବକ ସ୍ଥାନୀୟ ଖମ୍ବେଶ୍ୱରୀପାଲି ର ସୁବର୍ଣ୍ଣପୁର ଜିଲ୍ଲା ନରସିଂହଗଡ ରେଳ ଷ୍ଟେସନ ଖେତିପାଳୀ ନିକଟ ରେଳ ଧାରଣାରୁ ଜଣେ ଯୁବକଙ୍କ ମୃତ ଦେହ ଉଦ୍ଧାର ହୋଇଛି। ଜିଆରପି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରିଛି। ଉଦ୍ଧାର ହୋଇଥିବା ଶବର ପାଦ ଛିଣ୍ଡି ରେଳ ଲାଇନ କଡ଼ରେ ପଡ଼ିଥିବା ଦେଖିବାକୁ ମିଳିଛି। ଯୁବକ ଜଣକ ସ୍ଥାନୀୟ ଖମ୍ବେଶ୍ୱରୀ ଗ୍ରାମର ବୋଲି ଜଣାପଡ଼ିଛି।
    1
    ରେଳ ଧାରଣାରୁ ଶବ ଉଦ୍ଧାର 
ମୃତ ଯୁବକ ସ୍ଥାନୀୟ ଖମ୍ବେଶ୍ୱରୀପାଲି ର  
ସୁବର୍ଣ୍ଣପୁର ଜିଲ୍ଲା ନରସିଂହଗଡ ରେଳ ଷ୍ଟେସନ ଖେତିପାଳୀ ନିକଟ ରେଳ ଧାରଣାରୁ ଜଣେ ଯୁବକଙ୍କ ମୃତ ଦେହ ଉଦ୍ଧାର ହୋଇଛି। ଜିଆରପି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରିଛି। ଉଦ୍ଧାର ହୋଇଥିବା ଶବର ପାଦ ଛିଣ୍ଡି ରେଳ ଲାଇନ କଡ଼ରେ ପଡ଼ିଥିବା ଦେଖିବାକୁ ମିଳିଛି। ଯୁବକ ଜଣକ ସ୍ଥାନୀୟ ଖମ୍ବେଶ୍ୱରୀ ଗ୍ରାମର ବୋଲି ଜଣାପଡ଼ିଛି।
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    15 hrs ago
  • ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଲୁତୁରପଙ୍କ ଅଞ୍ଚଳରେ ଲଗାଣ ବର୍ଷା ରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇ ପଡୁଛି।
    1
    ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଲୁତୁରପଙ୍କ ଅଞ୍ଚଳରେ ଲଗାଣ ବର୍ଷା ରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇ ପଡୁଛି।
    user_Pitambar Sahu
    Pitambar Sahu
    Reporter ବୀରମହାରାଜପୁର, ସୋନପୁର, ଓଡ଼ିଶା•
    21 hrs ago
  • ବିଳାସପୁରସୋମନାଥ ମନ୍ଦିରରେ ଜଳାଭିଷେକ ଓ ଏକ ଲକ୍ଷ ବେଲପତ୍ର ଅର୍ପଣ ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ବିଳାସପୁର ଗ୍ରାମ ସ୍ଥିତ ବାବା ସୋମନାଥ ମନ୍ଦିରରେ ଆଜି ମହାଜଳାଭିଷେକ ଓ ଏକ ଲକ୍ଷ ବେଲପତ୍ର ଅର୍ପଣ ଅନୁଷ୍ଠିତ ହୋଇ ଯାଇଛି | ଏହାକୁ ଦେଖିବା ପାଇଁ ବହୁ ଦୂରଦୂରାନ୍ତରୁ ଭକ୍ତ ଙ୍କ ଭିଡ଼ ଲାଗି ରହିଥିଲା | ସକାଳୁ କଳସ ଯାତ୍ରା ଅନୁଷ୍ଠିତ ହେବା ପରେ ଜଳାଭିଷେକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା | ପରେ ବାବାଙ୍କ ନିକଟରେ ବେଲ ପତ୍ର ଅର୍ପଣ କରାଯାଇଥିଲା |
    4
    ବିଳାସପୁରସୋମନାଥ ମନ୍ଦିରରେ ଜଳାଭିଷେକ ଓ ଏକ ଲକ୍ଷ ବେଲପତ୍ର ଅର୍ପଣ 
ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ବିଳାସପୁର ଗ୍ରାମ ସ୍ଥିତ ବାବା ସୋମନାଥ ମନ୍ଦିରରେ ଆଜି ମହାଜଳାଭିଷେକ ଓ ଏକ ଲକ୍ଷ ବେଲପତ୍ର ଅର୍ପଣ ଅନୁଷ୍ଠିତ ହୋଇ ଯାଇଛି | ଏହାକୁ ଦେଖିବା ପାଇଁ ବହୁ ଦୂରଦୂରାନ୍ତରୁ ଭକ୍ତ ଙ୍କ ଭିଡ଼ ଲାଗି ରହିଥିଲା | ସକାଳୁ କଳସ ଯାତ୍ରା ଅନୁଷ୍ଠିତ ହେବା ପରେ ଜଳାଭିଷେକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା | ପରେ ବାବାଙ୍କ ନିକଟରେ ବେଲ ପତ୍ର ଅର୍ପଣ କରାଯାଇଥିଲା |
    user_Hrudananda Meher
    Hrudananda Meher
    କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    28 min ago
  • ବୌଦ୍ଧରେ ତୋଫାନପରି ଓ OASIS ସହଯୋଗରେ MISAAL ପ୍ରକଳ୍ପର ଶୁଭାରମ୍ଭ l ଯୁବପିଢ଼ି ମଧ୍ୟରେ ନେତୃତ୍ୱ, ଚରିତ୍ର ଗଠନ ଓ ସାମାଜିକ ଦାୟିତ୍ୱବୋଧ ବିକାଶ ଲକ୍ଷ୍ୟ l ବୌଦ୍ଧ, ତା.୨୫/୦୮: ଯୁବପିଢ଼ି ମଧ୍ୟରେ ନେତୃତ୍ୱ, ଦକ୍ଷତା, ଚରିତ୍ର ଗଠନ, ଆତ୍ମବିଶ୍ୱାସ ଓ ସାମାଜିକ ଦାୟିତ୍ୱବୋଧ ବିକାଶ ଲକ୍ଷ୍ୟରେ ବୌଦ୍ଧ ଜିଲ୍ଲାରେ OASIS MISAAL ପ୍ରକଳ୍ପର ଶୁଭାରମ୍ଭ ହୋଇଯାଇଛି। ଆଜି ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ Tofanpari Foundation ପକ୍ଷରୁ ଏବଂ ଗୁଜରାଟର OASIS Movementର ସହଯୋଗରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବୌଦ୍ଧ ଜିଲ୍ଲାପାଳ ବିଭୂତି ଭୂଷଣ ନାୟକ ଯୋଗ ଦେଇଥିଲେ। ସଭାରେ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ , ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଭାସ୍କର ଲେଙ୍କା ଏବଂ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ଉପସ୍ଥିତ ଥିଲେ। ଏହି ପ୍ରକଳ୍ପର ମୂଳ ବିଶ୍ୱାସ ହେଉଛି— ପ୍ରତ୍ୟେକ ଯୁବକ ଓ ଯୁବତୀଙ୍କ ମଧ୍ୟରେ ଜଣେ ଜଣେ ସମ୍ଭାବନାମୟ ନେତା ଲୁଚି ରହିଛନ୍ତି; ଆବଶ୍ୟକ ହେଉଛି ସଠିକ୍ ସୁଯୋଗ, ମାର୍ଗଦର୍ଶନ ଓ ଉପଯୁକ୍ତ ପରିବେଶ। ଏହି ଦୃଷ୍ଟିକୋଣକୁ ଆଧାର କରି MISAAL ପ୍ରକଳ୍ପ ମାଧ୍ୟମରେ ଯୁବମାନଙ୍କ ମଧ୍ୟରେ ନେତୃତ୍ୱ ଦକ୍ଷତା, ଯୋଗାଯୋଗ କୌଶଳ, ଦଳଗତ କାର୍ଯ୍ୟ, ନିଷ୍ପତ୍ତି ଗ୍ରହଣ କ୍ଷମତା, ଶୃଙ୍ଖଳା, ଆତ୍ମବିଶ୍ୱାସ ଏବଂ ସମାଜ ପ୍ରତି ଦାୟିତ୍ୱବୋଧ ବିକଶିତ କରାଯିବ।ଏହା ମାଧ୍ୟମରେ ଯୁବମାନେ ଦାୟିତ୍ୱବାନ ନାଗରିକ ଭାବେ ଗଢ଼ିଉଠିବା ସହ ନିଜ ନିଜ ସମୁଦାୟ ପାଇଁ ସକାରାତ୍ମକ ଆଦର୍ଶ ଓ ପରିବର୍ତ୍ତନର ବାହକ ହୋଇପାରିବେ। ସଭାରେ ବିଭିନ୍ନ କଲେଜ ଅଧ୍ୟକ୍ଷ, ଅଧ୍ୟାପକ, ସ୍ୱେଚ୍ଛାସେବୀ ଅନୁଷ୍ଠାନ କର୍ମକର୍ତ୍ତା ଯୋଗ ଦେଇଥିଲେ l
    3
    ବୌଦ୍ଧରେ ତୋଫାନପରି ଓ OASIS ସହଯୋଗରେ  MISAAL ପ୍ରକଳ୍ପର ଶୁଭାରମ୍ଭ l 
ଯୁବପିଢ଼ି ମଧ୍ୟରେ ନେତୃତ୍ୱ, ଚରିତ୍ର ଗଠନ ଓ ସାମାଜିକ ଦାୟିତ୍ୱବୋଧ ବିକାଶ ଲକ୍ଷ୍ୟ l 
ବୌଦ୍ଧ, ତା.୨୫/୦୮: ଯୁବପିଢ଼ି ମଧ୍ୟରେ ନେତୃତ୍ୱ, ଦକ୍ଷତା, ଚରିତ୍ର ଗଠନ, ଆତ୍ମବିଶ୍ୱାସ ଓ ସାମାଜିକ ଦାୟିତ୍ୱବୋଧ ବିକାଶ ଲକ୍ଷ୍ୟରେ ବୌଦ୍ଧ ଜିଲ୍ଲାରେ OASIS MISAAL ପ୍ରକଳ୍ପର ଶୁଭାରମ୍ଭ ହୋଇଯାଇଛି। ଆଜି ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ Tofanpari Foundation ପକ୍ଷରୁ ଏବଂ ଗୁଜରାଟର OASIS Movementର ସହଯୋଗରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।
କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବୌଦ୍ଧ ଜିଲ୍ଲାପାଳ ବିଭୂତି ଭୂଷଣ ନାୟକ  ଯୋଗ ଦେଇଥିଲେ। ସଭାରେ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ  ଅନିରୁଦ୍ଧ ପଧାନ , ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଭାସ୍କର ଲେଙ୍କା ଏବଂ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ  ବିଦ୍ୟାପତି ପଣ୍ଡା ଉପସ୍ଥିତ ଥିଲେ।
ଏହି ପ୍ରକଳ୍ପର ମୂଳ ବିଶ୍ୱାସ ହେଉଛି— ପ୍ରତ୍ୟେକ ଯୁବକ ଓ ଯୁବତୀଙ୍କ ମଧ୍ୟରେ ଜଣେ ଜଣେ ସମ୍ଭାବନାମୟ ନେତା ଲୁଚି ରହିଛନ୍ତି; ଆବଶ୍ୟକ ହେଉଛି ସଠିକ୍ ସୁଯୋଗ, ମାର୍ଗଦର୍ଶନ ଓ ଉପଯୁକ୍ତ ପରିବେଶ। ଏହି ଦୃଷ୍ଟିକୋଣକୁ ଆଧାର କରି MISAAL ପ୍ରକଳ୍ପ ମାଧ୍ୟମରେ ଯୁବମାନଙ୍କ ମଧ୍ୟରେ ନେତୃତ୍ୱ ଦକ୍ଷତା, ଯୋଗାଯୋଗ କୌଶଳ, ଦଳଗତ କାର୍ଯ୍ୟ, ନିଷ୍ପତ୍ତି ଗ୍ରହଣ କ୍ଷମତା, ଶୃଙ୍ଖଳା, ଆତ୍ମବିଶ୍ୱାସ ଏବଂ ସମାଜ ପ୍ରତି ଦାୟିତ୍ୱବୋଧ ବିକଶିତ କରାଯିବ।ଏହା ମାଧ୍ୟମରେ ଯୁବମାନେ ଦାୟିତ୍ୱବାନ ନାଗରିକ ଭାବେ ଗଢ଼ିଉଠିବା ସହ ନିଜ ନିଜ ସମୁଦାୟ ପାଇଁ ସକାରାତ୍ମକ ଆଦର୍ଶ ଓ ପରିବର୍ତ୍ତନର ବାହକ ହୋଇପାରିବେ। ସଭାରେ ବିଭିନ୍ନ କଲେଜ ଅଧ୍ୟକ୍ଷ, ଅଧ୍ୟାପକ, ସ୍ୱେଚ୍ଛାସେବୀ ଅନୁଷ୍ଠାନ କର୍ମକର୍ତ୍ତା ଯୋଗ ଦେଇଥିଲେ l
    user_Ashwini Kumar Nanda
    Ashwini Kumar Nanda
    Newsstand Kantamal, Boudh•
    16 hrs ago
  • ବୌଦ୍ଧ :ବୌଦ୍ଧ ବ୍ଲକ୍ ଅନ୍ତର୍ଗତ ପଦ୍ମନପୁର ଗ୍ରାମ ପଞ୍ଚାୟତର ଦାମୋଦରପୁର ଗ୍ରାମରେ, ଜଷ୍ଟ ରାଇଟ୍ସ ଫର୍ ଚିଲ୍ଡ୍ରେନ୍ (Just Rights for Children) ପ୍ରକଳ୍ପ ଅଧୀନରେ ବିଶ୍ୱ ଯୁବ କେନ୍ଦ୍ର ପକ୍ଷରୁ ଆଜି ଏକ ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ବୌଦ୍ଧ :ବୌଦ୍ଧ ବ୍ଲକ୍ ଅନ୍ତର୍ଗତ ପଦ୍ମନପୁର ଗ୍ରାମ ପଞ୍ଚାୟତର ଦାମୋଦରପୁର ଗ୍ରାମରେ, ଜଷ୍ଟ ରାଇଟ୍ସ ଫର୍ ଚିଲ୍ଡ୍ରେନ୍ (Just Rights for Children) ପ୍ରକଳ୍ପ ଅଧୀନରେ ବିଶ୍ୱ ଯୁବ କେନ୍ଦ୍ର ପକ୍ଷରୁ ଆଜି ଏକ ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକ ରେ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ର ଶିଶୁ ସୁରକ୍ଷା ସହାୟକ ଦେବାଶିଷ ଖଟୁଆ, ସେହି ଗ୍ରାମ ର ସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀ, ଆଶା, ଅଙ୍ଗନୱାଡି, ୱାର୍ଡ ସଭ୍ୟ, କିଶୋରୀ ବାଳିକା SHG ମା ଏବଂ ଅନ୍ୟ ଗ୍ରାମବାସୀ ଉପସ୍ଥିତ ଥିଲେ। ଏହି ବୈଠକରେ ବିଶ୍ୱ ଯୁବ କେନ୍ଦ୍ରର ପ୍ରକଳ୍ପ ସହାୟକ ବନିତା ମନ୍ତ୍ରୀ ପରିଚାଳନା କରିଥିଲେ l ବୈଠକରେ ବାଲ୍ୟ ବିବାହକୁ କିପରି ରୋକାଯାଇପାରିବ, ବାଲ୍ୟ ବିବାହର କୁପରିଣାମ ଓ ଆଇନଗତ ଦଣ୍ଡବିଧାନ, ଶିଶୁଙ୍କ ଅଧିକାର, ଶିଶୁ ଚାଲାଣ ନିରୋଧ, ଶିଶୁ ଶ୍ରମିକ ସମସ୍ୟା, ଶିଶୁ ଯୌନ ନିର୍ଯାତନା ଓ ସମ୍ପର୍କିତ ଆଇନ, ବାଲ୍ୟ ବିବାହ ମୁକ୍ତ ଗ୍ରାମ ଗଠନ, ଶିଶୁ ସୁରକ୍ଷା ପାଇଁ ଚାଇଲ୍ଡ ହେଲ୍ପଲାଇନ୍ ସେବା, ଶିଶୁମାନଙ୍କ ସୁରକ୍ଷା ସମ୍ପର୍କିତ ବିଭିନ୍ନ ସରକାରୀ ଯୋଜନା ଏବଂ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ସହ ଗ୍ରାମବାସୀଙ୍କୁ ବିଭିନ୍ନ ସରକାରୀ ଯୋଜନାରେ କିପରି ସଂଯୋଗ ଲିଙ୍କେଜ୍ କରାଯିବ, ସେନେଇ ବିସ୍ତୃତ ଆଲୋଚନା କରାଯାଇଥିଲା। ଗ୍ରାମବାସୀ ମାନେ ଶିଶୁ ସୁରକ୍ଷା କ୍ଷେତ୍ରରେ ସମାଜର ସକ୍ରିୟ ସହଭାଗିତାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିବା ସହ ବାଲ୍ୟ ବିବାହ, ଶିଶୁ ଶ୍ରମ, ଶିଶୁ ଚାଲାଣ ଓ ଶିଶୁଙ୍କ ପ୍ରତି ହେଉଥିବା ହିଂସା ରୋକିବା ପାଇଁ ସମସ୍ତଙ୍କୁ ସଚେତନ ହୋଇ ଏକାଠି କାର୍ଯ୍ୟ କରିବାକୁ ଆହ୍ୱାନ ଜଣାଇଥିଲେ।
    2
    ବୌଦ୍ଧ :ବୌଦ୍ଧ ବ୍ଲକ୍ ଅନ୍ତର୍ଗତ ପଦ୍ମନପୁର ଗ୍ରାମ ପଞ୍ଚାୟତର ଦାମୋଦରପୁର ଗ୍ରାମରେ, ଜଷ୍ଟ ରାଇଟ୍ସ ଫର୍ ଚିଲ୍ଡ୍ରେନ୍ (Just Rights for Children) ପ୍ରକଳ୍ପ ଅଧୀନରେ ବିଶ୍ୱ ଯୁବ କେନ୍ଦ୍ର ପକ୍ଷରୁ ଆଜି ଏକ ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ
ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ
ବୌଦ୍ଧ :ବୌଦ୍ଧ ବ୍ଲକ୍ ଅନ୍ତର୍ଗତ ପଦ୍ମନପୁର ଗ୍ରାମ ପଞ୍ଚାୟତର ଦାମୋଦରପୁର ଗ୍ରାମରେ, ଜଷ୍ଟ ରାଇଟ୍ସ ଫର୍ ଚିଲ୍ଡ୍ରେନ୍ (Just Rights for Children) ପ୍ରକଳ୍ପ ଅଧୀନରେ ବିଶ୍ୱ ଯୁବ କେନ୍ଦ୍ର ପକ୍ଷରୁ ଆଜି ଏକ ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକ ରେ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ର ଶିଶୁ ସୁରକ୍ଷା ସହାୟକ ଦେବାଶିଷ ଖଟୁଆ, ସେହି ଗ୍ରାମ ର ସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀ, ଆଶା, ଅଙ୍ଗନୱାଡି, ୱାର୍ଡ ସଭ୍ୟ, କିଶୋରୀ ବାଳିକା SHG ମା ଏବଂ ଅନ୍ୟ ଗ୍ରାମବାସୀ ଉପସ୍ଥିତ ଥିଲେ। ଏହି ବୈଠକରେ ବିଶ୍ୱ ଯୁବ କେନ୍ଦ୍ରର ପ୍ରକଳ୍ପ ସହାୟକ ବନିତା  ମନ୍ତ୍ରୀ ପରିଚାଳନା କରିଥିଲେ l ବୈଠକରେ ବାଲ୍ୟ ବିବାହକୁ କିପରି ରୋକାଯାଇପାରିବ, ବାଲ୍ୟ ବିବାହର କୁପରିଣାମ ଓ ଆଇନଗତ ଦଣ୍ଡବିଧାନ, ଶିଶୁଙ୍କ ଅଧିକାର, ଶିଶୁ ଚାଲାଣ ନିରୋଧ, ଶିଶୁ ଶ୍ରମିକ ସମସ୍ୟା, ଶିଶୁ ଯୌନ ନିର୍ଯାତନା ଓ ସମ୍ପର୍କିତ ଆଇନ, ବାଲ୍ୟ ବିବାହ ମୁକ୍ତ ଗ୍ରାମ ଗଠନ, ଶିଶୁ ସୁରକ୍ଷା ପାଇଁ ଚାଇଲ୍ଡ ହେଲ୍ପଲାଇନ୍ ସେବା, ଶିଶୁମାନଙ୍କ ସୁରକ୍ଷା ସମ୍ପର୍କିତ ବିଭିନ୍ନ ସରକାରୀ ଯୋଜନା ଏବଂ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ସହ ଗ୍ରାମବାସୀଙ୍କୁ ବିଭିନ୍ନ ସରକାରୀ ଯୋଜନାରେ କିପରି ସଂଯୋଗ ଲିଙ୍କେଜ୍ କରାଯିବ, ସେନେଇ ବିସ୍ତୃତ ଆଲୋଚନା କରାଯାଇଥିଲା।
ଗ୍ରାମବାସୀ ମାନେ ଶିଶୁ ସୁରକ୍ଷା କ୍ଷେତ୍ରରେ ସମାଜର ସକ୍ରିୟ ସହଭାଗିତାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିବା ସହ ବାଲ୍ୟ ବିବାହ, ଶିଶୁ ଶ୍ରମ, ଶିଶୁ ଚାଲାଣ ଓ ଶିଶୁଙ୍କ ପ୍ରତି ହେଉଥିବା ହିଂସା ରୋକିବା ପାଇଁ ସମସ୍ତଙ୍କୁ ସଚେତନ ହୋଇ ଏକାଠି କାର୍ଯ୍ୟ କରିବାକୁ ଆହ୍ୱାନ ଜଣାଇଥିଲେ।
    user_Basudev Sandha
    Basudev Sandha
    Sportswear Shop କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    18 hrs ago
  • ବୋୖଦ୍ଧ ପୋଲିସ ବିଭାଗରେ ବଡ ହଲଚଲ । କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବନ ହେଲେ ଦୁଇ ପୋଲିସ କର୍ମଚାରୀ । ଜଣେ ହେଲେ ମାନମୁଣ୍ଡା ଥାନା କନେଷ୍ଟବଳ ଯଶମୋହନ ମାଝୀ ଓ ଆଉ ଜଣେ ହେଲେ ବୋୖଦ୍ଧ ଥାନା ସବ୍-ଇନ୍ସପେକ୍ଟର ଚନ୍ଦନ ଜେନା । ଯଶମୋହନ ପେଟ୍ରୋଲିଂ କାର୍ଯ୍ୟ ରେ ହେରଫେର କରିଥିବାରୁ ତାଙ୍କୁ ନିଲମ୍ବନ କରାଯାଇଥିବା ବେଳେ ଠିକି ସମୟରେ ଚାରସିଟ ଦାଖଲ ନ କରିଥିବାରୁ ଚନ୍ଦନ ଙ୍କୁ ନିଲମ୍ବନ କରାଯାଇଥିବା SP ଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ବୋୖଦ୍ଧ ପୋଲିସ ବିଭାଗରେ ବଡ ହଲଚଲ । କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବନ ହେଲେ ଦୁଇ ପୋଲିସ କର୍ମଚାରୀ । ଜଣେ ହେଲେ ମାନମୁଣ୍ଡା ଥାନା କନେଷ୍ଟବଳ ଯଶମୋହନ ମାଝୀ ଓ ଆଉ ଜଣେ ହେଲେ ବୋୖଦ୍ଧ ଥାନା ସବ୍-ଇନ୍ସପେକ୍ଟର ଚନ୍ଦନ ଜେନା । ଯଶମୋହନ ପେଟ୍ରୋଲିଂ କାର୍ଯ୍ୟ ରେ ହେରଫେର କରିଥିବାରୁ ତାଙ୍କୁ ନିଲମ୍ବନ କରାଯାଇଥିବା ବେଳେ ଠିକି ସମୟରେ ଚାରସିଟ ଦାଖଲ ନ କରିଥିବାରୁ ଚନ୍ଦନ ଙ୍କୁ ନିଲମ୍ବନ କରାଯାଇଥିବା SP ଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।
    1
    ବୋୖଦ୍ଧ ପୋଲିସ ବିଭାଗରେ ବଡ ହଲଚଲ । କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବନ ହେଲେ ଦୁଇ ପୋଲିସ  କର୍ମଚାରୀ । ଜଣେ ହେଲେ ମାନମୁଣ୍ଡା ଥାନା କନେଷ୍ଟବଳ ଯଶମୋହନ ମାଝୀ ଓ ଆଉ ଜଣେ ହେଲେ ବୋୖଦ୍ଧ ଥାନା ସବ୍-ଇନ୍ସପେକ୍ଟର ଚନ୍ଦନ ଜେନା । ଯଶମୋହନ ପେଟ୍ରୋଲିଂ କାର୍ଯ୍ୟ ରେ ହେରଫେର କରିଥିବାରୁ ତାଙ୍କୁ ନିଲମ୍ବନ କରାଯାଇଥିବା ବେଳେ ଠିକି ସମୟରେ ଚାରସିଟ ଦାଖଲ ନ କରିଥିବାରୁ ଚନ୍ଦନ ଙ୍କୁ ନିଲମ୍ବନ କରାଯାଇଥିବା SP ଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।
ବୋୖଦ୍ଧ ପୋଲିସ ବିଭାଗରେ ବଡ ହଲଚଲ । କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବନ ହେଲେ ଦୁଇ ପୋଲିସ  କର୍ମଚାରୀ । ଜଣେ ହେଲେ ମାନମୁଣ୍ଡା ଥାନା କନେଷ୍ଟବଳ ଯଶମୋହନ ମାଝୀ ଓ ଆଉ ଜଣେ ହେଲେ ବୋୖଦ୍ଧ ଥାନା ସବ୍-ଇନ୍ସପେକ୍ଟର ଚନ୍ଦନ ଜେନା । ଯଶମୋହନ ପେଟ୍ରୋଲିଂ କାର୍ଯ୍ୟ ରେ ହେରଫେର କରିଥିବାରୁ ତାଙ୍କୁ ନିଲମ୍ବନ କରାଯାଇଥିବା ବେଳେ ଠିକି ସମୟରେ ଚାରସିଟ ଦାଖଲ ନ କରିଥିବାରୁ ଚନ୍ଦନ ଙ୍କୁ ନିଲମ୍ବନ କରାଯାଇଥିବା SP ଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।
    user_Priya brata sahoo
    Priya brata sahoo
    ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    12 min ago
  • ସୁବର୍ଣ୍ଣପୁର ଜିଲ୍ଲା ରେ ପଞ୍ଚମକାର’ ଲୋକାର୍ପଣ ଉତ୍ସବ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l ‘ପଞ୍ଚମକାର’ ଲୋକାର୍ପଣ ଉତ୍ସବ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l ଏହି ଉତ୍ସବରେ ଜିଲ୍ଲାପାଳ ସୁବର୍ଣ୍ଣପୁର ଡ. ନୃପରାଜ ସାହୁ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିଲେ, ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଶୀମତୀ ଅଞ୍ଜଳିନା ପ୍ରଧାନ ଓ ଉପ ଜିଲ୍ଲାପାଳ ସୋନପୁର ଡ. ସୌମ୍ୟରୂପା ରଥ ଉପସ୍ଥିତ ଥିଲେ l ‘ପଞ୍ଚମକାର’ କେବଳ ତାନ୍ତ୍ରିକ ଉପାସନା ପଦ୍ଧତିର ଉପାଦାନ ନୁହେଁ ବରଂ ଏହା ସୁବର୍ଣ୍ଣପୁରକୁ ପରିଚିହ୍ନିତ କରୁଥିବା ମଲ୍ଲି, ମୁଗ, ମଠ, ମନ୍ଦିର ଓ ମାଛ ପ୍ରଭୁତି ପାଞ୍ଚଟି ମ କାର ସଂଯୋଗ ସେତୁ l ତେବେ ଦୀର୍ଘ ୨୦ ବର୍ଷର ସୁବର୍ଣ୍ଣପୁର ଲୋକ ମହୋତ୍ସବର ସ୍ମରଣିକା ରେ ପ୍ରକାଶିତ ଉପାଦେୟ ମନୋନୀତ ଓ ନିର୍ବାଚିତ ଗବେଷଣାତ୍ମକ ପ୍ରବନ୍ଧ ସଂକଳନ ହେଉଛି ‘ପଞ୍ଚମକାର’ । ଏଥିରେ ସୁବର୍ଣ୍ଣପୁରର ଐତିହ୍ୟ, ସଂସ୍କୃତି, ଧର୍ମଧାରା, ଭାଷାସାହିତ୍ୟ ତଥା କଳା, ସ୍ଥାପତ୍ୟ ସନ୍ନିବେଶିତ ହୋଇଛି । ଏହି ଲୋକାର୍ପଣ ଉତ୍ସବରେ ସ୍ଵାଗତ ସମ୍ଭାଷଣ ଡକ୍ତର ସୌରଭ ରଞ୍ଜନ ଖମାରି ପ୍ରଦାନ କରିଥିଲେ, ତାପରେ ଜିଲ୍ଲାପାଳଙ୍କୁ ମାନପତ୍ର ଦେଇ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା l ସଭାରେ ପ୍ରଥମେ ଉପ ଜିଲ୍ଲାପାଳ ସୋନପୁର ବକ୍ତବ୍ୟ ରଖିଥିଲେ l ପରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତି ଅଞ୍ଜଳିନା ପ୍ରଧାନ ବକ୍ତବ୍ୟ ପ୍ରଦାନ କରିଥିଲେ ଏବଂ ଶେଷରେ ଜିଲ୍ଲାପାଳ ସୁବର୍ଣ୍ଣପୁର ଡ. ନୃପରାଜ ସାହୁ ନିଜର ଅଭିଭାଷଣ ରଖିଥିଲେ l ଜିଲ୍ଲାପାଳଙ୍କ ଅଭିଭାଷଣ ପରେ ଦୀର୍ଘ 20 ବର୍ଷର ସୁବର୍ଣ୍ଣପୁର ଲୋକ ମହୋତ୍ସବର ସ୍ମରଣିକା ରେ ପ୍ରକାଶିତ ଉପାଦେୟ ମନୋନୀତ ଓ ନିର୍ବାଚିତ ଗବେଷଣାତ୍ମକ ପ୍ରବନ୍ଧ ସଂକଳନ ହେଉଛି "ପଞ୍ଚମକାର" ଗୋଟିଏ ଓଡ଼ିଆ ଓ ଇଂରାଜୀ ଭାଷାରେ ପୁସ୍ତକ ପ୍ରିୟ ଜିଲ୍ଲାପାଳଙ୍କ ଦ୍ଵାରା ଲୋକାର୍ପିତ ହୋଇଅଛି l ସୁବର୍ଣ୍ଣପୁରର ସାହିତ୍ୟ, କଳା, ସଂସ୍କୃତି, ଐତିହ୍ୟ ଓ ମାଟିର ଅସ୍ମିତାକୁ ନେଇ ପ୍ରକାଶିତ "ପଞ୍ଚମକାର" ପୁସ୍ତକର ଓଡିଆ ଓ ଇଂରାଜୀ ସଂସ୍କରଣର ଲୋକାର୍ପଣ ଉତ୍ସବରେ ସମସ୍ତ ପ୍ରମୁଖ ସାହିତ୍ୟିକ, କବି, ଲେଖକ, ବରିଷ୍ଠ ନାଗରିକ, ବୁଦ୍ଧିଜିବୀ, ସାମ୍ବାଦିକ ଯୋଗଦାନ କରିଥିଲେ ଏବଂ ମତ ପ୍ରଦାନ କରିଥିଲେ l ତାପରେ ସଭାପତି ଇଙ୍କଫେଷ୍ଟ ଶ୍ରୀ ସ୍ଵାଧୀନ କୁମାର ମେହେର ବକ୍ତବ୍ୟ ରଖିଥିଲେ l ଶେଷରେ ଉପ ସଭାପତି ଇଙ୍କଫେଷ୍ଟ ଶ୍ରୀ ଗତିକୃଷ୍ଣ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ଏହି ଲୋକାର୍ପଣ ଉତ୍ସବ ଟିକୁ ଶ୍ରୀ ଅମ୍ବୁଜ ବିହାରୀ ଶତପଥୀ ସଂଯୋଜନା କରିଥିଲେ l ଜିଲ୍ଲା ସଂସ୍କୃତି ପରିଷଦ, ସୁବର୍ଣ୍ଣପୁର ଓ ଇଙ୍କଫେଷ୍ଟ ର ମିଳିତ ଉଦ୍ୟମରେ ଏହି ଲୋକାର୍ପଣ ଉତ୍ସବ ପରିଚାଳିତ ହୋଇଥିଲା l
    1
    ସୁବର୍ଣ୍ଣପୁର ଜିଲ୍ଲା ରେ ପଞ୍ଚମକାର’ ଲୋକାର୍ପଣ ଉତ୍ସବ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l 
‘ପଞ୍ଚମକାର’ ଲୋକାର୍ପଣ ଉତ୍ସବ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l 
ଏହି ଉତ୍ସବରେ  ଜିଲ୍ଲାପାଳ ସୁବର୍ଣ୍ଣପୁର ଡ. ନୃପରାଜ ସାହୁ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିଲେ, ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଶୀମତୀ ଅଞ୍ଜଳିନା ପ୍ରଧାନ   ଓ  ଉପ ଜିଲ୍ଲାପାଳ ସୋନପୁର ଡ. ସୌମ୍ୟରୂପା ରଥ ଉପସ୍ଥିତ ଥିଲେ l 
‘ପଞ୍ଚମକାର’ କେବଳ ତାନ୍ତ୍ରିକ ଉପାସନା ପଦ୍ଧତିର ଉପାଦାନ ନୁହେଁ ବରଂ ଏହା ସୁବର୍ଣ୍ଣପୁରକୁ ପରିଚିହ୍ନିତ କରୁଥିବା ମଲ୍ଲି, ମୁଗ, ମଠ, ମନ୍ଦିର ଓ ମାଛ ପ୍ରଭୁତି ପାଞ୍ଚଟି ମ କାର ସଂଯୋଗ ସେତୁ l ତେବେ ଦୀର୍ଘ ୨୦ ବର୍ଷର ସୁବର୍ଣ୍ଣପୁର ଲୋକ ମହୋତ୍ସବର ସ୍ମରଣିକା ରେ ପ୍ରକାଶିତ ଉପାଦେୟ ମନୋନୀତ ଓ ନିର୍ବାଚିତ ଗବେଷଣାତ୍ମକ ପ୍ରବନ୍ଧ ସଂକଳନ ହେଉଛି ‘ପଞ୍ଚମକାର’ । ଏଥିରେ ସୁବର୍ଣ୍ଣପୁରର ଐତିହ୍ୟ, ସଂସ୍କୃତି, ଧର୍ମଧାରା, ଭାଷାସାହିତ୍ୟ ତଥା କଳା, ସ୍ଥାପତ୍ୟ ସନ୍ନିବେଶିତ ହୋଇଛି ।
ଏହି ଲୋକାର୍ପଣ ଉତ୍ସବରେ ସ୍ଵାଗତ ସମ୍ଭାଷଣ ଡକ୍ତର ସୌରଭ ରଞ୍ଜନ ଖମାରି ପ୍ରଦାନ କରିଥିଲେ, ତାପରେ ଜିଲ୍ଲାପାଳଙ୍କୁ ମାନପତ୍ର ଦେଇ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା l
ସଭାରେ ପ୍ରଥମେ ଉପ ଜିଲ୍ଲାପାଳ ସୋନପୁର  ବକ୍ତବ୍ୟ ରଖିଥିଲେ l ପରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତି ଅଞ୍ଜଳିନା  ପ୍ରଧାନ ବକ୍ତବ୍ୟ ପ୍ରଦାନ କରିଥିଲେ ଏବଂ ଶେଷରେ ଜିଲ୍ଲାପାଳ ସୁବର୍ଣ୍ଣପୁର ଡ.  ନୃପରାଜ ସାହୁ ନିଜର ଅଭିଭାଷଣ ରଖିଥିଲେ l
ଜିଲ୍ଲାପାଳଙ୍କ ଅଭିଭାଷଣ ପରେ  ଦୀର୍ଘ 20 ବର୍ଷର ସୁବର୍ଣ୍ଣପୁର ଲୋକ ମହୋତ୍ସବର ସ୍ମରଣିକା ରେ ପ୍ରକାଶିତ ଉପାଦେୟ ମନୋନୀତ ଓ ନିର୍ବାଚିତ ଗବେଷଣାତ୍ମକ ପ୍ରବନ୍ଧ ସଂକଳନ ହେଉଛି "ପଞ୍ଚମକାର"  ଗୋଟିଏ ଓଡ଼ିଆ ଓ  ଇଂରାଜୀ ଭାଷାରେ ପୁସ୍ତକ ପ୍ରିୟ ଜିଲ୍ଲାପାଳଙ୍କ ଦ୍ଵାରା ଲୋକାର୍ପିତ ହୋଇଅଛି l
ସୁବର୍ଣ୍ଣପୁରର ସାହିତ୍ୟ, କଳା, ସଂସ୍କୃତି,  ଐତିହ୍ୟ ଓ  ମାଟିର ଅସ୍ମିତାକୁ  ନେଇ ପ୍ରକାଶିତ "ପଞ୍ଚମକାର" ପୁସ୍ତକର ଓଡିଆ  ଓ  ଇଂରାଜୀ  ସଂସ୍କରଣର  ଲୋକାର୍ପଣ ଉତ୍ସବରେ ସମସ୍ତ ପ୍ରମୁଖ ସାହିତ୍ୟିକ, କବି,  ଲେଖକ, ବରିଷ୍ଠ ନାଗରିକ, ବୁଦ୍ଧିଜିବୀ, ସାମ୍ବାଦିକ ଯୋଗଦାନ କରିଥିଲେ ଏବଂ ମତ ପ୍ରଦାନ କରିଥିଲେ l
ତାପରେ ସଭାପତି ଇଙ୍କଫେଷ୍ଟ ଶ୍ରୀ ସ୍ଵାଧୀନ କୁମାର ମେହେର ବକ୍ତବ୍ୟ ରଖିଥିଲେ l
ଶେଷରେ ଉପ ସଭାପତି ଇଙ୍କଫେଷ୍ଟ ଶ୍ରୀ ଗତିକୃଷ୍ଣ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ
ଏହି ଲୋକାର୍ପଣ ଉତ୍ସବ ଟିକୁ  ଶ୍ରୀ  ଅମ୍ବୁଜ ବିହାରୀ ଶତପଥୀ ସଂଯୋଜନା କରିଥିଲେ l
ଜିଲ୍ଲା ସଂସ୍କୃତି ପରିଷଦ, ସୁବର୍ଣ୍ଣପୁର  ଓ   ଇଙ୍କଫେଷ୍ଟ ର ମିଳିତ ଉଦ୍ୟମରେ ଏହି ଲୋକାର୍ପଣ ଉତ୍ସବ  ପରିଚାଳିତ ହୋଇଥିଲା l
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    1 hr ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.