logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଧର୍ମଶାଳା ରେ ଶ୍ରୀକ୍ଷେତ୍ର କୁ ପ୍ରତିଦିନ ଗଡୁଛି ତୀର୍ଥଯାତ୍ରୀ ବସ :ଅଂଶୁମାନ ମେମୋରିଆଲ ଟ୍ରଷ୍ଟ ଓ ସ୍ୱାଧୀନ ବିଧାୟକ ଯୋଗାଇ ଦେଉଛନ୍ତି ସାଧାରଣ ଲୋକଙ୍କୁ ଏହି ସେବା ଯାଜପୁର ଜିଲ୍ଲା ଧର୍ମଶାଳା ନିର୍ବାଚନ ମଣ୍ଡଳୀ ରେ ଦେଖିବାକୁ ମିଳିଛି ତୀର୍ଥଯାତ୍ରୀ ବସ ସେବା ଓ ଏହାକୁ ଅଂଶୁମାନ ମେମୋରିଆଲ ଟ୍ରଷ୍ଟ ସାଧାରଣ ଲୋକଙ୍କୁ ଶ୍ରୀକ୍ଷେତ୍ର ରେ ଜଗା ଦର୍ଶନ କରାଇବା ର ସେବା ଯୋଗାଇ ଦେଉଥିବା ବେଳେ, ସାଧାରଣ ଲୋକମାନେ ସୁବିଧାରେ ଶ୍ରୀକ୍ଷେତ୍ର ରେ ଜଗନ୍ନାଥ ଙ୍କ ଦର୍ଶନ କରି ପାରୁଛନ୍ତି ।

2 hrs ago
user_ସୁଧାଂଶୁ ଶେଖର ନାୟକ
ସୁଧାଂଶୁ ଶେଖର ନାୟକ
Engineer ଧର୍ମଶାଳା, ଯାଜପୁର, ଓଡ଼ିଶା•
2 hrs ago

ଧର୍ମଶାଳା ରେ ଶ୍ରୀକ୍ଷେତ୍ର କୁ ପ୍ରତିଦିନ ଗଡୁଛି ତୀର୍ଥଯାତ୍ରୀ ବସ :ଅଂଶୁମାନ ମେମୋରିଆଲ ଟ୍ରଷ୍ଟ ଓ ସ୍ୱାଧୀନ ବିଧାୟକ ଯୋଗାଇ ଦେଉଛନ୍ତି ସାଧାରଣ ଲୋକଙ୍କୁ ଏହି ସେବା ଯାଜପୁର ଜିଲ୍ଲା ଧର୍ମଶାଳା ନିର୍ବାଚନ ମଣ୍ଡଳୀ ରେ ଦେଖିବାକୁ ମିଳିଛି ତୀର୍ଥଯାତ୍ରୀ ବସ ସେବା ଓ ଏହାକୁ ଅଂଶୁମାନ ମେମୋରିଆଲ ଟ୍ରଷ୍ଟ ସାଧାରଣ ଲୋକଙ୍କୁ ଶ୍ରୀକ୍ଷେତ୍ର ରେ ଜଗା ଦର୍ଶନ କରାଇବା ର ସେବା ଯୋଗାଇ ଦେଉଥିବା ବେଳେ, ସାଧାରଣ ଲୋକମାନେ ସୁବିଧାରେ ଶ୍ରୀକ୍ଷେତ୍ର ରେ ଜଗନ୍ନାଥ ଙ୍କ ଦର୍ଶନ କରି ପାରୁଛନ୍ତି ।

More news from ଓଡ଼ିଶା and nearby areas
  • ଯାଜପୁର ଜିଲ୍ଲା ଧର୍ମଶାଳା ନିର୍ବାଚନ ମଣ୍ଡଳୀ ରେ ଦେଖିବାକୁ ମିଳିଛି ତୀର୍ଥଯାତ୍ରୀ ବସ ସେବା ଓ ଏହାକୁ ଅଂଶୁମାନ ମେମୋରିଆଲ ଟ୍ରଷ୍ଟ ସାଧାରଣ ଲୋକଙ୍କୁ ଶ୍ରୀକ୍ଷେତ୍ର ରେ ଜଗା ଦର୍ଶନ କରାଇବା ର ସେବା ଯୋଗାଇ ଦେଉଥିବା ବେଳେ, ସାଧାରଣ ଲୋକମାନେ ସୁବିଧାରେ ଶ୍ରୀକ୍ଷେତ୍ର ରେ ଜଗନ୍ନାଥ ଙ୍କ ଦର୍ଶନ କରି ପାରୁଛନ୍ତି ।
    1
    ଯାଜପୁର ଜିଲ୍ଲା ଧର୍ମଶାଳା ନିର୍ବାଚନ ମଣ୍ଡଳୀ ରେ ଦେଖିବାକୁ ମିଳିଛି ତୀର୍ଥଯାତ୍ରୀ ବସ ସେବା ଓ ଏହାକୁ ଅଂଶୁମାନ ମେମୋରିଆଲ ଟ୍ରଷ୍ଟ ସାଧାରଣ ଲୋକଙ୍କୁ ଶ୍ରୀକ୍ଷେତ୍ର ରେ ଜଗା ଦର୍ଶନ କରାଇବା ର ସେବା ଯୋଗାଇ ଦେଉଥିବା ବେଳେ, ସାଧାରଣ ଲୋକମାନେ ସୁବିଧାରେ ଶ୍ରୀକ୍ଷେତ୍ର ରେ ଜଗନ୍ନାଥ ଙ୍କ ଦର୍ଶନ କରି ପାରୁଛନ୍ତି ।
    user_ସୁଧାଂଶୁ ଶେଖର ନାୟକ
    ସୁଧାଂଶୁ ଶେଖର ନାୟକ
    Engineer ଧର୍ମଶାଳା, ଯାଜପୁର, ଓଡ଼ିଶା•
    2 hrs ago
  • Post by Abhiram
    1
    Post by Abhiram
    user_Abhiram
    Abhiram
    ମହାକାଳପଡା, କେନ୍ଦ୍ରାପଡ଼ା, ଓଡ଼ିଶା•
    23 hrs ago
  • କଳିଙ୍ଗ ସ୍ଥିତ ମହା ପାଟ ପଡିଆ ଠାରେ ଜମୁଛି ସୁକିନ୍ଦା ଶିଳ୍ପ ମହୋତ୍ସବ ରେ ଦ୍ୱିତୀୟ ରାତିରେ ଜମୁଛି ଲୋକ ମାନଙ୍କ ଭିଡ଼ ଭାଇ ଚାରା କୁ ନେଇ ଆଗେଇ ଚାଲିଛି ମହୋତ୍ସବ ପୋଗ୍ରାମ..
    8
    କଳିଙ୍ଗ ସ୍ଥିତ ମହା ପାଟ ପଡିଆ ଠାରେ ଜମୁଛି ସୁକିନ୍ଦା ଶିଳ୍ପ ମହୋତ୍ସବ ରେ ଦ୍ୱିତୀୟ ରାତିରେ ଜମୁଛି ଲୋକ ମାନଙ୍କ ଭିଡ଼
ଭାଇ ଚାରା କୁ ନେଇ ଆଗେଇ ଚାଲିଛି  ମହୋତ୍ସବ ପୋଗ୍ରାମ..
    user_Kaling lens
    Kaling lens
    Salesperson କଳିଙ୍ଗନଗର, ଯାଜପୁର, ଓଡ଼ିଶା•
    14 hrs ago
  • କୋରେଇ ବ୍ଲକ ପଥରପଦା ପଞ୍ଚାୟତ ର ଓଚିନ୍ଦା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ଆଜି କୃମିଦିବସ କୁ ନେଇ ବିଦ୍ୟାଳୟ ରେ କୃମି ଔଷଧ ଖାଇବାକୁ ଦିଆ ଯାଉଥିବାବେଳେ କୃମି ଔଷଧ ଖାଇ ବିଦ୍ୟାଳୟ ର ୩୦ରୁ ଅଧିକ ଛାତ୍ର ଛାତ୍ରୀ ଅସୁସ୍ଥ କୋରେଇ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ରେ ଭର୍ତ୍ତି
    1
    କୋରେଇ ବ୍ଲକ ପଥରପଦା ପଞ୍ଚାୟତ ର ଓଚିନ୍ଦା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ଆଜି କୃମିଦିବସ କୁ ନେଇ ବିଦ୍ୟାଳୟ ରେ କୃମି ଔଷଧ ଖାଇବାକୁ ଦିଆ ଯାଉଥିବାବେଳେ କୃମି ଔଷଧ ଖାଇ ବିଦ୍ୟାଳୟ ର ୩୦ରୁ ଅଧିକ ଛାତ୍ର ଛାତ୍ରୀ ଅସୁସ୍ଥ କୋରେଇ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ରେ ଭର୍ତ୍ତି
    user_Sovin kumar parida
    Sovin kumar parida
    Photographer କୋରାଇ, ଯାଜପୁର, ଓଡ଼ିଶା•
    20 hrs ago
  • କଟକ ନିଶ୍ଚିନ୍ତକୋଇଲି ଅସୁରେଶ୍ୱର ପଞ୍ଚାୟତରେ ଥିବା ସୁଭଦ୍ରା ମହତାବ ମହାବିଦ୍ୟାଳୟ ର ବାର୍ଷିକ ଉତ୍ସବ ରେ ପିଲାମାନଙ୍କ ସହ ମାହାଙ୍ଗା ବିଧାୟକ ସାରଦା ପ୍ରଧାନ (ବୁଲୁ )ନାଚିଲେ ଭଷାଣି ନାଚ
    1
    କଟକ ନିଶ୍ଚିନ୍ତକୋଇଲି ଅସୁରେଶ୍ୱର ପଞ୍ଚାୟତରେ ଥିବା ସୁଭଦ୍ରା ମହତାବ ମହାବିଦ୍ୟାଳୟ ର ବାର୍ଷିକ ଉତ୍ସବ ରେ ପିଲାମାନଙ୍କ ସହ ମାହାଙ୍ଗା ବିଧାୟକ ସାରଦା ପ୍ରଧାନ (ବୁଲୁ )ନାଚିଲେ ଭଷାଣି ନାଚ
    user_ନିଷ୍ଠୁର ଦୁନିଆ Live
    ନିଷ୍ଠୁର ଦୁନିଆ Live
    ନିଶ୍ଚିନ୍ତକୋଇଲି, କଟକ, ଓଡ଼ିଶା•
    18 hrs ago
  • ଭୁବନେଶ୍ୱର ଶିଶୁ ଭବନ ଓଭରବ୍ରିଜ୍ ଉପରେ ପୁଣି ଦୁର୍ଘଟଣାଗ୍ରସ୍ତ ହେଲା କାର୍। ମରଣାଯନ୍ତା ପାଲଟିଛି ଓଭରବ୍ରିଜ୍। ପୂର୍ବ ଦିନ ବ୍ରିଜ୍ ଉପରୁ ତଳକୁ ଖସି ପଡ଼ିଥିଲା କାର୍। ଆଜି ସଂନ୍ଧ୍ୟାରେ ପୁଣି ଏକ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି।
    1
    ଭୁବନେଶ୍ୱର ଶିଶୁ ଭବନ ଓଭରବ୍ରିଜ୍ ଉପରେ ପୁଣି ଦୁର୍ଘଟଣାଗ୍ରସ୍ତ ହେଲା କାର୍। ମରଣାଯନ୍ତା ପାଲଟିଛି ଓଭରବ୍ରିଜ୍। ପୂର୍ବ ଦିନ ବ୍ରିଜ୍ ଉପରୁ ତଳକୁ ଖସି ପଡ଼ିଥିଲା କାର୍। ଆଜି ସଂନ୍ଧ୍ୟାରେ ପୁଣି ଏକ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    3 hrs ago
  • ୨୦୧୯ ମସିହା ରୁ କାଜୁ ଗଛ ଏବଂ ଘର ନିଆଁ ଲାଗିଯାଇଥିଲେ ମଧ୍ୟ ପ୍ରଶାସନ କିଛି ସାହାଯ୍ୟ କରିନଥିବା ଅଭିଯୋଗ କରିଛନ୍ତି ଚାଷୀ, ଆଜି ବି ଚାଷୀ ଦୁଃଖ ରେ ଜୀବନ ବିତାଉଛନ୍ତି କିନ୍ତୁ ସାହାଯ୍ୟ ଆଶାରେ ୬ ବର୍ଷ ବିତିଯାଇଛି, ଏଥିପ୍ରତି ପ୍ରଶାସନ ଦୃଷ୍ଟି ଦେବା ଆବଶ୍ୟକ #mahulkhal #kajufarm #ransol #KaliapaniUpdate #highlight
    1
    ୨୦୧୯ ମସିହା ରୁ କାଜୁ ଗଛ ଏବଂ ଘର ନିଆଁ ଲାଗିଯାଇଥିଲେ ମଧ୍ୟ ପ୍ରଶାସନ କିଛି ସାହାଯ୍ୟ କରିନଥିବା ଅଭିଯୋଗ କରିଛନ୍ତି ଚାଷୀ, ଆଜି ବି ଚାଷୀ ଦୁଃଖ ରେ ଜୀବନ ବିତାଉଛନ୍ତି କିନ୍ତୁ ସାହାଯ୍ୟ ଆଶାରେ ୬ ବର୍ଷ ବିତିଯାଇଛି, ଏଥିପ୍ରତି ପ୍ରଶାସନ ଦୃଷ୍ଟି ଦେବା ଆବଶ୍ୟକ #mahulkhal #kajufarm #ransol #KaliapaniUpdate #highlight
    user_RAJENDRA MAHANTA
    RAJENDRA MAHANTA
    କାଳିଆପାଣି, ଯାଜପୁର, ଓଡ଼ିଶା•
    6 hrs ago
  • କଟକ ଗ୍ରାମାଞ୍ଚରେ ଓଡିଶୀ ଭାଙ୍ଗିରେ ନାଚିଲେ କୁନି ଝିଅ
    1
    କଟକ ଗ୍ରାମାଞ୍ଚରେ ଓଡିଶୀ ଭାଙ୍ଗିରେ ନାଚିଲେ କୁନି ଝିଅ
    user_ନିଷ୍ଠୁର ଦୁନିଆ Live
    ନିଷ୍ଠୁର ଦୁନିଆ Live
    ନିଶ୍ଚିନ୍ତକୋଇଲି, କଟକ, ଓଡ଼ିଶା•
    19 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.