logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଲକ୍ଷ୍ମୀପୁରରୁ ନାରାୟଣ ପାଟଣା ପର୍ଯ୍ୟନ୍ତ ୨୦ କିଲୋମିଟର ରାସ୍ତା ଏବେ ଏକ ମରଣ ଯନ୍ତାରେ ପରିଣତ ହୋଇଛି।

2 hrs ago
user_Pramodkumar Jena
Pramodkumar Jena
Court reporter ଲକ୍ଷ୍ମୀପୁର, କୋରାପୁଟ, ଓଡ଼ିଶା•
2 hrs ago
b72a7f4c-78fd-46c8-8387-f81abd84eb25

ଲକ୍ଷ୍ମୀପୁରରୁ ନାରାୟଣ ପାଟଣା ପର୍ଯ୍ୟନ୍ତ ୨୦ କିଲୋମିଟର ରାସ୍ତା ଏବେ ଏକ ମରଣ ଯନ୍ତାରେ ପରିଣତ ହୋଇଛି।

More news from ଓଡ଼ିଶା and nearby areas
  • କୋରାପୁଟ ଜିଲ୍ଲାର ଲକ୍ଷ୍ମୀପୁର ବ୍ଲକ୍ ରେ ବିଭିନ୍ନ ଅନୁଷ୍ଠାନ ତରଫରୁ ବିଶ୍ୱ ଯୋଗ ଦିବସ ପାଳନ କରାଯାଇଛି।
    1
    କୋରାପୁଟ ଜିଲ୍ଲାର ଲକ୍ଷ୍ମୀପୁର ବ୍ଲକ୍ ରେ ବିଭିନ୍ନ ଅନୁଷ୍ଠାନ ତରଫରୁ ବିଶ୍ୱ ଯୋଗ ଦିବସ ପାଳନ କରାଯାଇଛି।
    user_Pramodkumar Jena
    Pramodkumar Jena
    Court reporter ଲକ୍ଷ୍ମୀପୁର, କୋରାପୁଟ, ଓଡ଼ିଶା•
    2 hrs ago
  • ପ୍ରତିବର୍ଷ ଜୁନ ୨୧ ତାରିଖକୁ ବିଶ୍ୱବାସୀଙ୍କୁ ଏକ ସୁସ୍ଥ, ଶାନ୍ତିପୂର୍ଣ୍ଣ ଏବଂ ନିରାମୟ ଜୀବନଶୈଳୀ ଆପଣାଇବାକୁ ପ୍ରେରଣା ଦେବା ଉଦ୍ଦେଶ୍ୟରେ ଆନ୍ତର୍ଜାତୀୟ ଯୋଗ ଦିବସ ରୂପେ ପାଳନ କରାଯାଏ। ନିୟମିତ ଯୋଗାଭ୍ୟାସ ଦ୍ୱାରା ମାନସିକ ଚାପ ଓ ଦୁଶ୍ଚିନ୍ତା ଦୂର ହେବା ସହ ଶରୀର ସୁସ୍ଥ ଓ ନିରୋଗ ରହିଥାଏ। ଏହା ମନରେ ଏକାଗ୍ରତା, ସକାରାତ୍ମକ ଚିନ୍ତାଧାରା ଏବଂ ଆତ୍ମବିଶ୍ୱାସ ବୃଦ୍ଧି କରି ମଣିଷ, ପ୍ରକୃତି ଓ ସମଗ୍ର ବିଶ୍ୱ ମଧ୍ୟରେ ସନ୍ତୁଳନ ଓ ଭାଇଚାରା ବଜାୟ ରଖିବାରେ ସହାୟକ ହୋଇଥାଏ। ଭାରତର ଏହି ପ୍ରାଚୀନ ପରମ୍ପରା ଓ ସଂସ୍କୃତିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ଏବଂ ଦୈନନ୍ଦିନ ଜୀବନରେ ଏହାକୁ ସାମିଲ କରିବା ପାଇଁ ଲୋକଙ୍କୁ ଉତ୍ସାହିତ କରିବା ଉଦ୍ଦେଶ୍ୟରେ ଆଜି ସମଗ୍ର ଦେଶରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଛି। ଏହି ଅବସରରେ ନାଲକୋ ଦାମନଯୋଡ଼ି ପକ୍ଷରୁ ଟାଉନସିପ ସ୍ଥିତ ନାଲକୋ କ୍ଲବ ପରିସରରେ ଏହି ଦିବସ ପାଳିତ ହୋଇଥିଲା, ଯେଉଁଥିରେ ନାଲକୋର ବରିଷ୍ଠ ଅଧିକାରୀ, କର୍ମଚାରୀ ଏବଂ ବିଭିନ୍ନ ସଂଗଠନର ସଦସ୍ୟମାନେ ଉପସ୍ଥିତ ରହି ଯୋଗାଭ୍ୟାସ କରିଥିଲେ। ସେହିପରି, ଦାମନଯୋଡିରେ ସ୍ଥାନୀୟ ମାଥାଲପୁଟ କଲ୍ୟାଣ ମଣ୍ଡପ, ସ୍ୱାସ୍ଥ୍ୟକେନ୍ଦ୍ର, ଶିକ୍ଷାନୁଷ୍ଠାନ ଏବଂ ପ୍ରତ୍ୟେହ ଅନୁଷ୍ଠିତ ଯୋଗ ଶିବିରମାନଙ୍କରେ ମଧ୍ୟ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଛି।
    1
    ପ୍ରତିବର୍ଷ ଜୁନ ୨୧ ତାରିଖକୁ ବିଶ୍ୱବାସୀଙ୍କୁ ଏକ ସୁସ୍ଥ, ଶାନ୍ତିପୂର୍ଣ୍ଣ ଏବଂ ନିରାମୟ ଜୀବନଶୈଳୀ ଆପଣାଇବାକୁ ପ୍ରେରଣା ଦେବା ଉଦ୍ଦେଶ୍ୟରେ ଆନ୍ତର୍ଜାତୀୟ ଯୋଗ ଦିବସ ରୂପେ ପାଳନ କରାଯାଏ। ନିୟମିତ ଯୋଗାଭ୍ୟାସ ଦ୍ୱାରା ମାନସିକ ଚାପ ଓ ଦୁଶ୍ଚିନ୍ତା ଦୂର ହେବା ସହ ଶରୀର ସୁସ୍ଥ ଓ ନିରୋଗ ରହିଥାଏ। ଏହା ମନରେ ଏକାଗ୍ରତା, ସକାରାତ୍ମକ ଚିନ୍ତାଧାରା ଏବଂ ଆତ୍ମବିଶ୍ୱାସ ବୃଦ୍ଧି କରି ମଣିଷ, ପ୍ରକୃତି ଓ ସମଗ୍ର ବିଶ୍ୱ ମଧ୍ୟରେ ସନ୍ତୁଳନ ଓ ଭାଇଚାରା ବଜାୟ ରଖିବାରେ ସହାୟକ ହୋଇଥାଏ।

ଭାରତର ଏହି ପ୍ରାଚୀନ ପରମ୍ପରା ଓ ସଂସ୍କୃତିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ଏବଂ ଦୈନନ୍ଦିନ ଜୀବନରେ ଏହାକୁ ସାମିଲ କରିବା ପାଇଁ ଲୋକଙ୍କୁ ଉତ୍ସାହିତ କରିବା ଉଦ୍ଦେଶ୍ୟରେ ଆଜି ସମଗ୍ର ଦେଶରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଛି। ଏହି ଅବସରରେ ନାଲକୋ ଦାମନଯୋଡ଼ି ପକ୍ଷରୁ ଟାଉନସିପ ସ୍ଥିତ ନାଲକୋ କ୍ଲବ ପରିସରରେ ଏହି ଦିବସ ପାଳିତ ହୋଇଥିଲା, ଯେଉଁଥିରେ ନାଲକୋର ବରିଷ୍ଠ ଅଧିକାରୀ, କର୍ମଚାରୀ ଏବଂ ବିଭିନ୍ନ ସଂଗଠନର ସଦସ୍ୟମାନେ ଉପସ୍ଥିତ ରହି ଯୋଗାଭ୍ୟାସ କରିଥିଲେ। ସେହିପରି, ଦାମନଯୋଡିରେ ସ୍ଥାନୀୟ ମାଥାଲପୁଟ କଲ୍ୟାଣ ମଣ୍ଡପ, ସ୍ୱାସ୍ଥ୍ୟକେନ୍ଦ୍ର, ଶିକ୍ଷାନୁଷ୍ଠାନ ଏବଂ ପ୍ରତ୍ୟେହ ଅନୁଷ୍ଠିତ ଯୋଗ ଶିବିରମାନଙ୍କରେ ମଧ୍ୟ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଛି।
    user_Manas Ranjan Kar
    Manas Ranjan Kar
    Insurance Agent ଦାମନଯୋଡି, କୋରାପୁଟ, ଓଡ଼ିଶା•
    11 hrs ago
  • ଜୀବନରେ ବୟସ ବଢ଼ିବା ସହିତ ଅନେକ ସମୟରେ ଉତ୍ସାହ କମିଯାଏ, କିନ୍ତୁ ଏ କ୍ଷେତ୍ରରେ ବୟସ ବୃଦ୍ଧି ସତ୍ତ୍ୱେ ଉତ୍ସାହରେ କୌଣସି ହ୍ରାସ ଘଟିନାହିଁ।
    1
    ଜୀବନରେ ବୟସ ବଢ଼ିବା ସହିତ ଅନେକ ସମୟରେ ଉତ୍ସାହ କମିଯାଏ, କିନ୍ତୁ ଏ କ୍ଷେତ୍ରରେ ବୟସ ବୃଦ୍ଧି ସତ୍ତ୍ୱେ ଉତ୍ସାହରେ କୌଣସି ହ୍ରାସ ଘଟିନାହିଁ।
    user_UD MEDIA NEWS
    UD MEDIA NEWS
    Journalist ଜୟପୁର, କୋରାପୁଟ, ଓଡ଼ିଶା•
    15 hrs ago
  • ଦେଖନ୍ତୁ 🙏🙏🙏
    1
    ଦେଖନ୍ତୁ 🙏🙏🙏
    user_Baleswar Naik
    Baleswar Naik
    ଥୁଆମୂଳ ରାମପୁର, କଳାହାଣ୍ଡି, ଓଡ଼ିଶା•
    19 hrs ago
  • କୋରାପୁଟ ଜିଲ୍ଲାର କୋଟପାଡ଼ ଅଞ୍ଚଳରୁ ମୋଟ ୫ ଜଣ ପରୀକ୍ଷାର୍ଥୀ NEET ପରୀକ୍ଷାରେ ଅଂଶଗ୍ରହଣ କରିଛନ୍ତି।
    1
    କୋରାପୁଟ ଜିଲ୍ଲାର କୋଟପାଡ଼ ଅଞ୍ଚଳରୁ ମୋଟ ୫ ଜଣ ପରୀକ୍ଷାର୍ଥୀ NEET ପରୀକ୍ଷାରେ ଅଂଶଗ୍ରହଣ କରିଛନ୍ତି।
    user_Kopad Breaking News
    Kopad Breaking News
    କୋଟପାଡ, କୋରାପୁଟ, ଓଡ଼ିଶା•
    14 hrs ago
  • ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଇଣ୍ଡୋର ଷ୍ଟାଡିୟମ୍ ଠାରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା କ୍ରୀଡ଼ା ବିଭାଗ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ଯୋଗ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲ ଅଧ୍ୟକ୍ଷତା କରିଥିବାବେଳେ, ପାରଳାଖେମୁଣ୍ଡିର ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ରୂପେଶ କୁମାର ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଅନ୍ୟ ସମ୍ମାନିତ ଅତିଥିମାନଙ୍କ ମଧ୍ୟରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନା, ବନଖଣ୍ଡ ଅଧିକାରୀ ପାରଳାଖେମୁଣ୍ଡି ଶ୍ରୀ କେ. ନାଗାରାଜୁ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଦୟାମୟ ପାଢ଼ୀ, ପାରଳାଖେମୁଣ୍ଡି ପୌରାଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ, ଜିଲ୍ଲା ଶିକ୍ଷା ଅଧିକାରୀ ଡ଼.ମାୟାଧର ସାହୁ ଏବଂ ଜିଲ୍ଲା କ୍ରୀଡ଼ା ଅଧିକାରୀ ଶ୍ରୀ ତ୍ରୀନାଥ ସାହୁ ପ୍ରମୁଖ ମଞ୍ଚାସୀନ ଥିଲେ। ଚଳିତ ବର୍ଷର ଆନ୍ତର୍ଜାତୀୟ ଯୋଗ ଦିବସର ବିଷୟବସ୍ତୁ “ସୁସ୍ଥ ବାର୍ଦ୍ଧକ୍ୟ ନିମନ୍ତେ ଯୋଗ” ଥିଲା ଏବଂ “ନିୟମିତ ଯୋଗ କରନ୍ତୁ, ସୁସ୍ଥ ରୁହନ୍ତୁ” ବାର୍ତ୍ତା ପ୍ରଦାନ କରାଯାଇଥିଲା। ଜିଲ୍ଲାପାଳ ନିଜ ବକ୍ତବ୍ୟରେ କହିଥିଲେ ଯେ, ଯୋଗ କେବଳ ଶାରୀରିକ ସୁସ୍ଥତା ନୁହେଁ ବରଂ ମାନସିକ ଓ ଆଧ୍ୟାତ୍ମିକ ବିକାଶରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରେ। ସେ ଦୈନିକ ଯୋଗାଭ୍ୟାସ କରିବାକୁ ସମସ୍ତଙ୍କୁ ଆହ୍ୱାନ କରିବା ସହ ଶପଥ ପାଠ କରାଇଥିଲେ। ଅନ୍ୟ ଅତିଥିମାନେ ମଧ୍ୟ ଯୋଗ ଦିବସର ତାତ୍ପର୍ଯ୍ୟ ଏବଂ ଦୈନିକ ଜୀବନରେ ଯୋଗର ଆବଶ୍ୟକତା ସମ୍ପର୍କରେ ଆଲୋକପାତ କରିଥିଲେ। ଯୋଗ ପ୍ରଶିକ୍ଷକମାନଙ୍କ ନେତୃତ୍ୱରେ ଉପସ୍ଥିତ ଅତିଥି, ଲୋକପ୍ରତିନିଧି, ପ୍ରଶାସନିକ ଅଧିକାରୀ ଏବଂ ସ୍ଥାନୀୟ ଜନସାଧାରଣ ସାମୂହିକ ଯୋଗାଭ୍ୟାସରେ ଅଂଶଗ୍ରହଣ କରିଥିଲେ। ସେହିପରି ଗଜପତି ଜିଲ୍ଲାର ସମସ୍ତ ବ୍ଲକ ଓ ସହରାଞ୍ଚଳରେ ମଧ୍ୟ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ସ୍ଥାନୀୟ ଜନପ୍ରତିନିଧି, କ୍ରୀଡ଼ାବିତ, ସାମ୍ବାଦିକ ଓ ସ୍ଥାନୀୟ ଜନସାଧାରଣ ପ୍ରମୁଖ ଅଂଶଗ୍ରହଣ କରିଥିଲେ।
    1
    ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଇଣ୍ଡୋର ଷ୍ଟାଡିୟମ୍ ଠାରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା କ୍ରୀଡ଼ା ବିଭାଗ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ଯୋଗ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲ ଅଧ୍ୟକ୍ଷତା କରିଥିବାବେଳେ, ପାରଳାଖେମୁଣ୍ଡିର ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ରୂପେଶ କୁମାର ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ।

ଅନ୍ୟ ସମ୍ମାନିତ ଅତିଥିମାନଙ୍କ ମଧ୍ୟରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନା, ବନଖଣ୍ଡ ଅଧିକାରୀ ପାରଳାଖେମୁଣ୍ଡି ଶ୍ରୀ କେ. ନାଗାରାଜୁ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଦୟାମୟ ପାଢ଼ୀ, ପାରଳାଖେମୁଣ୍ଡି ପୌରାଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ, ଜିଲ୍ଲା ଶିକ୍ଷା ଅଧିକାରୀ ଡ଼.ମାୟାଧର ସାହୁ ଏବଂ ଜିଲ୍ଲା କ୍ରୀଡ଼ା ଅଧିକାରୀ ଶ୍ରୀ ତ୍ରୀନାଥ ସାହୁ ପ୍ରମୁଖ ମଞ୍ଚାସୀନ ଥିଲେ।

ଚଳିତ ବର୍ଷର ଆନ୍ତର୍ଜାତୀୟ ଯୋଗ ଦିବସର ବିଷୟବସ୍ତୁ “ସୁସ୍ଥ ବାର୍ଦ୍ଧକ୍ୟ ନିମନ୍ତେ ଯୋଗ” ଥିଲା ଏବଂ “ନିୟମିତ ଯୋଗ କରନ୍ତୁ, ସୁସ୍ଥ ରୁହନ୍ତୁ” ବାର୍ତ୍ତା ପ୍ରଦାନ କରାଯାଇଥିଲା। ଜିଲ୍ଲାପାଳ ନିଜ ବକ୍ତବ୍ୟରେ କହିଥିଲେ ଯେ, ଯୋଗ କେବଳ ଶାରୀରିକ ସୁସ୍ଥତା ନୁହେଁ ବରଂ ମାନସିକ ଓ ଆଧ୍ୟାତ୍ମିକ ବିକାଶରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରେ। ସେ ଦୈନିକ ଯୋଗାଭ୍ୟାସ କରିବାକୁ ସମସ୍ତଙ୍କୁ ଆହ୍ୱାନ କରିବା ସହ ଶପଥ ପାଠ କରାଇଥିଲେ। ଅନ୍ୟ ଅତିଥିମାନେ ମଧ୍ୟ ଯୋଗ ଦିବସର ତାତ୍ପର୍ଯ୍ୟ ଏବଂ ଦୈନିକ ଜୀବନରେ ଯୋଗର ଆବଶ୍ୟକତା ସମ୍ପର୍କରେ ଆଲୋକପାତ କରିଥିଲେ। ଯୋଗ ପ୍ରଶିକ୍ଷକମାନଙ୍କ ନେତୃତ୍ୱରେ ଉପସ୍ଥିତ ଅତିଥି, ଲୋକପ୍ରତିନିଧି, ପ୍ରଶାସନିକ ଅଧିକାରୀ ଏବଂ ସ୍ଥାନୀୟ ଜନସାଧାରଣ ସାମୂହିକ ଯୋଗାଭ୍ୟାସରେ ଅଂଶଗ୍ରହଣ କରିଥିଲେ।

ସେହିପରି ଗଜପତି ଜିଲ୍ଲାର ସମସ୍ତ ବ୍ଲକ ଓ ସହରାଞ୍ଚଳରେ ମଧ୍ୟ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ସ୍ଥାନୀୟ ଜନପ୍ରତିନିଧି, କ୍ରୀଡ଼ାବିତ, ସାମ୍ବାଦିକ ଓ ସ୍ଥାନୀୟ ଜନସାଧାରଣ ପ୍ରମୁଖ ଅଂଶଗ୍ରହଣ କରିଥିଲେ।
    user_KHABAR TARANGA
    KHABAR TARANGA
    ସେରଙ୍ଗୋ, ଗଜପତି, ଓଡ଼ିଶା•
    1 hr ago
  • କୋରାପୁଟ ଜିଲ୍ଲାରେ ଅଦା ଦରରେ ଏକ ବଡ଼ ଧରଣର ବୃଦ୍ଧି ପରିଲକ୍ଷିତ ହୋଇଛି। ପୂର୍ବରୁ ଏଠାରେ ଅଦା ପ୍ରତି କିଲୋଗ୍ରାମ ୬୦ ଟଙ୍କାରେ ବିକ୍ରି ହେଉଥିଲା। ତେବେ, ବର୍ତ୍ତମାନ ଏହି ଅଦା ୧୬୦ ଟଙ୍କାରେ ବିକ୍ରି ହେଉଛି।
    1
    କୋରାପୁଟ ଜିଲ୍ଲାରେ ଅଦା ଦରରେ ଏକ ବଡ଼ ଧରଣର ବୃଦ୍ଧି ପରିଲକ୍ଷିତ ହୋଇଛି। ପୂର୍ବରୁ ଏଠାରେ ଅଦା ପ୍ରତି କିଲୋଗ୍ରାମ ୬୦ ଟଙ୍କାରେ ବିକ୍ରି ହେଉଥିଲା। ତେବେ, ବର୍ତ୍ତମାନ ଏହି ଅଦା ୧୬୦ ଟଙ୍କାରେ ବିକ୍ରି ହେଉଛି।
    user_ପ୍ରଦୀପ କୁମାର ପାଣିଗ୍ରାହୀ
    ପ୍ରଦୀପ କୁମାର ପାଣିଗ୍ରାହୀ
    କୋରାପୁଟ, କୋରାପୁଟ, ଓଡ଼ିଶା•
    15 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.