logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଢେଙ୍କାନାଳ ଏକାଡେମୀ ଅଫ ମେଡିକାଲ ସାଇନ୍ସ ରେ ମହମବତୀ ପ୍ରଜ୍ଜଳନ ଓ ଶପଥ ଗ୍ରହଣ ଉତ୍ସବ ଭବ୍ୟ ଭାବେ ଅନୁଷ୍ଠିତ ହେଲା। ଏହି ଅବସରରେ ନର୍ସିଂ ଛାତ୍ରୀମାନେ ରୋଗୀ ସେବା ପାଇଁ ଶପଥ ଗ୍ରହଣ କରିଥିଲେ। ଅତିଥିମାନେ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିବା ସହ ତାଙ୍କ ଭବିଷ୍ୟତ ପାଇଁ ଶୁଭେଚ୍ଛା ଜଣାଇଥିଲେ। #Dhenkanal #MedicalAcademy #NursingStudents #OathCeremony #LampLighting #Healthcare #NursingLife #DhenkanalNews #OdishaNews #StudentLife #FutureNurses #MedicalEvent #BreakingNews #Odisha

17 hrs ago
user_Dhenkanal News
Dhenkanal News
Media company Dhenkanal Sadar, Odisha•
17 hrs ago

ଢେଙ୍କାନାଳ ଏକାଡେମୀ ଅଫ ମେଡିକାଲ ସାଇନ୍ସ ରେ ମହମବତୀ ପ୍ରଜ୍ଜଳନ ଓ ଶପଥ ଗ୍ରହଣ ଉତ୍ସବ ଭବ୍ୟ ଭାବେ ଅନୁଷ୍ଠିତ ହେଲା। ଏହି ଅବସରରେ ନର୍ସିଂ ଛାତ୍ରୀମାନେ ରୋଗୀ ସେବା ପାଇଁ ଶପଥ ଗ୍ରହଣ କରିଥିଲେ। ଅତିଥିମାନେ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିବା ସହ ତାଙ୍କ ଭବିଷ୍ୟତ ପାଇଁ ଶୁଭେଚ୍ଛା ଜଣାଇଥିଲେ। #Dhenkanal #MedicalAcademy #NursingStudents #OathCeremony #LampLighting #Healthcare #NursingLife #DhenkanalNews #OdishaNews #StudentLife #FutureNurses #MedicalEvent #BreakingNews #Odisha

More news from Odisha and nearby areas
  • Post by Dhenkanal News
    1
    Post by Dhenkanal News
    user_Dhenkanal News
    Dhenkanal News
    Media company Dhenkanal Sadar, Odisha•
    3 hrs ago
  • Post by Dipak Kumar Nayak
    1
    Post by Dipak Kumar Nayak
    user_Dipak Kumar Nayak
    Dipak Kumar Nayak
    Voice of people Dhenkanal Sadar, Odisha•
    7 hrs ago
  • ଢେଙ୍କାନାଳ ଜିଲ୍ଲା ଭୁବନ ଥାନା ଜମୁନା କୋଟ ନିକଟ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ସୁଚନା ମୁତାବକ ବାରୁଆଁ ବି ଗ୍ରାମର ଯୁବକ ଭାବଗ୍ରାହୀ ଖୁଣ୍ଟିଆ ଜମୁନାକୋଟ ନିକଟରେ ଚାଲିଚାଲି ଯାଉଥିବା ବେଳେ ଏକ ଅଜଣା ଗାଡ଼ି ଧକ୍କାରେ ଭାବଗ୍ରାହୀ ଗୁରୁତର ହୋଇ ପଡିଥିଲେ । ତାଙ୍କୁ ଉଦ୍ଧାର କରି ପ୍ରଥମେ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।ହେଲେ ଅଧିକ ଚିକିତ୍ସା ପାଇଁ ଢେଙ୍କାନାଳ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା କିନ୍ତୁ ଡାକ୍ତର ମୃତ ଘୋଷଣା କରିଥିଲେ ।
    1
    ଢେଙ୍କାନାଳ ଜିଲ୍ଲା ଭୁବନ ଥାନା ଜମୁନା କୋଟ ନିକଟ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ସୁଚନା ମୁତାବକ ବାରୁଆଁ ବି ଗ୍ରାମର ଯୁବକ ଭାବଗ୍ରାହୀ ଖୁଣ୍ଟିଆ ଜମୁନାକୋଟ ନିକଟରେ ଚାଲିଚାଲି ଯାଉଥିବା ବେଳେ ଏକ ଅଜଣା ଗାଡ଼ି ଧକ୍କାରେ ଭାବଗ୍ରାହୀ ଗୁରୁତର ହୋଇ ପଡିଥିଲେ । ତାଙ୍କୁ ଉଦ୍ଧାର କରି ପ୍ରଥମେ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।ହେଲେ ଅଧିକ ଚିକିତ୍ସା ପାଇଁ ଢେଙ୍କାନାଳ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା କିନ୍ତୁ ଡାକ୍ତର ମୃତ ଘୋଷଣା କରିଥିଲେ ।
    user_Amani Sahoo
    Amani Sahoo
    ଢେଙ୍କାନାଳ ସଦର, ଢେଙ୍କାନାଳ, ଓଡ଼ିଶା•
    7 hrs ago
  • ଢେଙ୍କାନାଳ ଜିଲ୍ଲାର ଯୋରନ୍ଦା ପଞ୍ଚାୟତ ରେ ଦୃନୀତି ଭାଇ ଦେଲା ଭାଇ ନାଁ କେଶ
    1
    ଢେଙ୍କାନାଳ ଜିଲ୍ଲାର ଯୋରନ୍ଦା ପଞ୍ଚାୟତ ରେ ଦୃନୀତି ଭାଇ ଦେଲା ଭାଇ ନାଁ କେଶ
    user_Tapasdas 6372788705
    Tapasdas 6372788705
    Photographer Gandia, Dhenkanal•
    20 hrs ago
  • ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଜାରକା ବାସଭବନରେ ଦୁର୍ବୃତ୍ତଙ୍କ ଆକ୍ରମଣ। କର୍ମଚାରୀଙ୍କୁ ଆକ୍ରମଣ କରିବା ସହ ଆତଙ୍କ ସୃଷ୍ଟି କରିଛନ୍ତି। ଅସାମାଜିକ ଯୁବକଙ୍କ ଗୁଣ୍ଡାଗିରି। ଯାଜପୁର ଜିଲ୍ଲା ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ବାସଭବନରେ ରାତିରେ କିଛି ଦୁର୍ବୃତ୍ତ ପଶି କର୍ମଚାରୀଙ୍କୁ ଆକ୍ରମଣ କରିବା ସହ ଆତଙ୍କ ସୃଷ୍ଟି କରିଛନ୍ତି । ଏକ ବୋଲେରୋରେ ୨ ରୁ ୩ ଜଣ ଅସାମାଜିକ ଯୁବକ ଆସି ଜାରକାଠାରେ ଥ‌ିବା ତାଙ୍କ ବାସଭବନରେ ବଳପୂର୍ବକ ପ୍ରବେଶ କରିଥିଲେ। ଗୁଣ୍ଡାଗିରି କରୁଥିବା ଏ ଲୋକମାନେ କିଏ ? ଏମାନଙ୍କ ପଛରେ କିଏ ଅଛି ?
    1
    ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଜାରକା ବାସଭବନରେ ଦୁର୍ବୃତ୍ତଙ୍କ ଆକ୍ରମଣ। କର୍ମଚାରୀଙ୍କୁ ଆକ୍ରମଣ କରିବା ସହ ଆତଙ୍କ ସୃଷ୍ଟି କରିଛନ୍ତି। ଅସାମାଜିକ ଯୁବକଙ୍କ ଗୁଣ୍ଡାଗିରି। ଯାଜପୁର ଜିଲ୍ଲା ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ବାସଭବନରେ ରାତିରେ କିଛି ଦୁର୍ବୃତ୍ତ ପଶି କର୍ମଚାରୀଙ୍କୁ ଆକ୍ରମଣ କରିବା ସହ ଆତଙ୍କ ସୃଷ୍ଟି କରିଛନ୍ତି । ଏକ ବୋଲେରୋରେ ୨ ରୁ ୩ ଜଣ ଅସାମାଜିକ ଯୁବକ ଆସି ଜାରକାଠାରେ ଥ‌ିବା ତାଙ୍କ ବାସଭବନରେ ବଳପୂର୍ବକ ପ୍ରବେଶ କରିଥିଲେ। ଗୁଣ୍ଡାଗିରି କରୁଥିବା ଏ ଲୋକମାନେ କିଏ ? ଏମାନଙ୍କ ପଛରେ କିଏ ଅଛି ?
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    9 hrs ago
  • ଜୀ ସାର୍ଥକର ସବୁଠାରୁ ବଡ଼ ରିଆଲିଟୀ ସୋ 'ରଜ କୁଇନ - ୨୦୨୬' ର ଅଡିସନ୍ ସୁଟିଂ ଆରମ୍ଭ | ରଜ ପାଇଁ ସଜ ହେଲେଣି 'ରଜର ରାଣୀ" Report : 📞 8328968302 Nanda Kishor Naik (Bipin) ଭୁବନେଶ୍ଵର, ଓଡ଼ିଶା #bhubaneswar #odisha
    1
    ଜୀ ସାର୍ଥକର ସବୁଠାରୁ ବଡ଼ ରିଆଲିଟୀ ସୋ 'ରଜ କୁଇନ - ୨୦୨୬' ର ଅଡିସନ୍ ସୁଟିଂ ଆରମ୍ଭ | ରଜ ପାଇଁ ସଜ ହେଲେଣି 'ରଜର ରାଣୀ"
Report : 📞 8328968302 Nanda Kishor Naik (Bipin)
ଭୁବନେଶ୍ଵର, ଓଡ଼ିଶା
#bhubaneswar #odisha
    user_Nanda Kishor Naik
    Nanda Kishor Naik
    ଭୁବନ, ଢେଙ୍କାନାଳ, ଓଡ଼ିଶା•
    17 hrs ago
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    2 hrs ago
  • Post by Dhenkanal News
    1
    Post by Dhenkanal News
    user_Dhenkanal News
    Dhenkanal News
    Media company Dhenkanal Sadar, Odisha•
    3 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.