Shuru
Apke Nagar Ki App…
ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ପଞ୍ଚାୟତ ର ବିଶାଳପାଲି ସ୍କୁଲ ଖେଳ ପଡ଼ିଆରେ ୧୨ତମ ଜୟ ଜଗନ୍ନାଥ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ବହଳ ପଦର ପ୍ୟାକ୍ସ ସମ୍ପାଦକ ପ୍ରଫୁଲ ଦନ୍ତା ଓ ସମ୍ମାନିତ ଅତିଥି ଭାବରେ ସମାଜ ସେଵୀ ଫକୀର ଧଳ ଓ ଗୋପାଳ ସାହୁ ଯୋଗଦେଇ ଟୁର୍ଣ୍ଣାମେଣ୍ଟ କୁ ଉଦ୍ଘାଟନ କରିଥିଲେ। ଉଦ୍ଘାଟନୀ ମ୍ୟାଚ୍ ଟି ଲୁତୁର ପଙ୍କ ଓ ଜନକପୁର ମଧ୍ୟରେ ହୋଇଥିଲା।
Premananda Naik

More news from ଓଡ଼ିଶା and nearby areas
- ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତ ର ବରଘାଟ ଖେଳ ପଡ଼ିଆରେ ହେଉଥିବା ମାହେଶ୍ୱରୀ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ରେ କୋଟସମଲାଇ କୁ ପରାସ୍ତ କରି ଲୁତୁରପଙ୍କ ଚାମ୍ପିଅନ ହୋଇଛି। ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଭୟ ଚାମ୍ପିଅନ ଓ ରନର୍ସ ଅପ୍ ଦଳ କୁ ନଗଦ ଅର୍ଥରାଶି ସହିତ ଟ୍ରଫି ପୁରସ୍କୃତ କରିଥିଲେ।1
- ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲାର ଲୋକ ମହୋତ୍ସବ "ମହିମା"- ୨୦୨୬ ସାଂସ୍କୃତିକ କାର୍ଯ୍ୟକ୍ରମର ଚତୁର୍ଥ ସଂନ୍ଧ୍ୟାରେ ଝୂମିଲେ ଦର୍ଶକ।1
- ମୁସଲମାନ ଜିହାଦି ମୁସ୍ଥାପା ବିରୁଦ୍ଧରେ ରାମପୁର ଥାନାରେ ବିଶ୍ଵ ହିନ୍ଦୁ ପରିଷଦ ବଜରଙ୍ଗ ଦଳ ତରଫରୁ ଏତଲା ଦିଆଗଲା।1
- ବୌଦ୍ଧ କଂଗ୍ରେସ୍ ର ପ୍ରେସ ମିଟ1
- बामरा में बढ़ती ठंड से ठिठुरते नंदी बाबा । ठंड के प्रकोप से नहीं इंसान तो इंसान नहीं बच पाए नंदी बाबा । बामरा में बढ़ती ठंड के कारण सभी का हालत खराब । देखिए किस प्रकार नंदी बाबा ठंड से बचने के लिए आग के पास खड़े होकर गर्मी ले रहे हैं #p24newsexpress #bamrabastinews #winterseason #bamranewstoday1
- लड़की को इंप्रेस करने के लिए कराया उसका एक्सिडेंट1
- ଅମଳ ଋତୁରେ ଟମାଟୋ ଦର ଆକାଶ ଛୁଆଁ ,ସାଧାରଣ ଖାଉଟିଙ୍କ ବଢ଼ିଲା ଚିନ୍ତା1
- ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲାର ଲୋକ ମହୋତ୍ସବ "ମହିମା"- ୨୦୨୬ ଓ ରାଜ୍ୟ ସ୍ତରୀୟ ପଲ୍ଲୀଶ୍ରୀ ମେଳାର ସାଂସ୍କୃତିକ କାର୍ଯ୍ୟକ୍ରମର ଚତୁର୍ଥ ସଂନ୍ଧ୍ୟାରେ ଆଜି ଏକ ଅପ୍ରୀତିକର ପରିସ୍ଥିତି ଦେଖିବାକୁ ମିଳିଥିଲା। ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ସାଂସ୍କୃତିକ ବାର୍ତ୍ତା ଦେବା ଆରମ୍ଭ କରିବାମାତ୍ରେ କୃଷକ ସଂଗଠନ ପକ୍ଷରୁ ବିରୋଧପ୍ରଦର୍ଶନ କରାଯାଇଥିଲା। ଏହା ଉପରେ କନକ ବର୍ଦ୍ଧନ ପରେ ଗଣମାଧ୍ୟମ ଆଗରେ ନିଜ ମତ ରଖିଛନ୍ତି।1