logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ବ୍ୟାଙ୍କ ରେ ଥିବା ଜମା ଟଙ୍କା ନଦେବାରୁ ବଡ଼ଭଉଣୀ ର ମୃତ କଙ୍କାଳ ଧରି ବ୍ୟାଙ୍କ ସମ୍ମୁଖରେ ବସି ଟଙ୍କା ମାଗୁଛି ସାନଭାଇ

7 hrs ago
user_ଓଡ଼ିଶାର ଆବାଜ୍
ଓଡ଼ିଶାର ଆବାଜ୍
ଚନ୍ଦ୍ରପୁର, ରାୟଗଡା, ଓଡ଼ିଶା•
7 hrs ago

ବ୍ୟାଙ୍କ ରେ ଥିବା ଜମା ଟଙ୍କା ନଦେବାରୁ ବଡ଼ଭଉଣୀ ର ମୃତ କଙ୍କାଳ ଧରି ବ୍ୟାଙ୍କ ସମ୍ମୁଖରେ ବସି ଟଙ୍କା ମାଗୁଛି ସାନଭାଇ

More news from ଓଡ଼ିଶା and nearby areas
  • Post by ଓଡ଼ିଶାର ଆବାଜ୍
    1
    Post by ଓଡ଼ିଶାର ଆବାଜ୍
    user_ଓଡ଼ିଶାର ଆବାଜ୍
    ଓଡ଼ିଶାର ଆବାଜ୍
    ଚନ୍ଦ୍ରପୁର, ରାୟଗଡା, ଓଡ଼ିଶା•
    7 hrs ago
  • ତା. 29/04/226 ରିଖ ଗୋପ ଅଣ୍ଡରାଇଛାପୁର ମା ଦଶମଲ୍ଲୀ ଠାକୁରାଣୀ ଙ୍କ ମନ୍ଦିର ରୁ ଲକ୍ଷାଧିକ ଟଙ୍କା ରୁ ଉର୍ଦ୍ଧ ସୁନାଗହଣା ଚୋରି ହୋଇଥିବା ଅଭିଯୋଗ ହୋଇଛି। ମନ୍ଦିର ପୂଜାରୀ ସୁଚନା ଦେଇଛନ୍ତି ଯେ ବାରମ୍ବାର ଚୋରି ହେଉଥିବା ରୁ ଅଞ୍ଚଳ ବାସୀ ବହୁତ ଦୁଃଖ ପ୍ରକାଶ କରିଛନ୍ତି। ମନ୍ଦିରରୁ ଲକ୍ଷାଧିକ ଟଙ୍କା ମୂଲ୍ୟର ସୁନା ଗହଣା ଚୋରି ହୋଇଥିବା ସୂଚନା ମିଳିଛି। ସ୍ଥାନୀୟ ଲୋକମାନଙ୍କ କହିବା ଅନୁସାରେ, ଗତ କିଛି ମାସ ଧରି ଗୋପ ଓ ନିମାପଡା ଥାନା ଅଧୀନସ୍ଥ ଅଞ୍ଚଳରେ ମନ୍ଦିର ଚୋରୀ ଘଟଣା ନିୟମିତ ଭାବେ ବୃଦ୍ଧି ପାଉଛି। କେବଳ ଚୋରୀ ନୁହେଁ, ରାତିରେ ଡକାୟିତି, ରାହାଜାନି ଓ ନିଶା କାରବାର ମଧ୍ୟ ବେପରୁଆ ଭାବେ ଚାଲିଥିବା ନେଇ ଅଭିଯୋଗ ହେଉଛି। ପୋଲିସର ଅପାରଗତା କି ଅପରାଧୀଙ୍କୁ ନିୟନ୍ତ୍ରଣ କରିବାରେ ବିଫଳ ବୋଲି ଅଞ୍ଚଳବାସୀଙ୍କ ମଧ୍ୟରେ ବଡ଼ ପ୍ରଶ୍ନ ବାଚୀ ସୃଷ୍ଟି ହେଉଛି।ଯଦି ନିୟମିତ ରାତ୍ରିକାଳୀନ ପେଟ୍ରୋଲିଙ୍ଗ ହେଉଥାନ୍ତା, ତେବେ ଏଭଳି ଘଟଣା ଘଟୁ ନ ଥାନ୍ତାବୋଲି ଅଞ୍ଚଳ ବାସୀ ଦାବୀ କରି ଛନ୍ତି। ପୋଲିସର ନିଷ୍କ୍ରିୟତା ଓ ଅବହେଳା ଯୋଗୁ ଅପରାଧୀମାନେ ଦିନକୁ ଦିନ ବହୁତ ଅପରାଧ ଘଟାଇ ଚାଲିଛନ୍ତି ବୋଲି ଜନସାଧାରଣ ଅଭିଯୋଗ କରିଛନ୍ତି। ମନ୍ଦିର କେବଳ ଧାର୍ମିକ ସ୍ଥଳ ନୁହେଁ, ଏହା ଲୋକମାନଙ୍କ ଆସ୍ତା ଓ ଭାବନାର କେନ୍ଦ୍ର। ଏପରି ସ୍ଥାନରୁ ଚୋରୀ ହେବା ମାନେ ସମଗ୍ର ସମାଜର ଆସ୍ତାକୁ ଆଘାତ ଦେବା ସହ ସମାନ। ଏହାକୁ ନେଇ ଅଞ୍ଚଳବାସୀ ଙ୍କ ମନରେ ଗଭୀର ଦୁଃଖ ଓ କ୍ଷୋଭ ସୃଷ୍ଟି ହୋଇଛି। ଏହି ପରିପ୍ରେକ୍ଷିତରେ ପୁରୀ ଜିଲ୍ଲାର ଆରକ୍ଷୀ ଅଧିକ୍ଷକଙ୍କୁ ତୁରନ୍ତ ହସ୍ତକ୍ଷେପ କରି ଦୋଷୀମାନଙ୍କୁ ଗିରଫ କରିବା ସହ ଅଞ୍ଚଳରେ କଡ଼ା ପେଟ୍ରୋଲିଙ୍ଗ ବ୍ୟବସ୍ଥା କରିବା ପାଇଁ ଅଞ୍ଚଳବାସୀ ଦାବୀ କରୁଥିବା ର ଶୁଣିବାକୁ ମିଳିଛି। ଗୋପ ରୁ ଶ୍ରୀଧର ମହାରଣା ଙ୍କ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ ଓଡିଶା ଭୁବନେଶ୍ୱର।
    1
    ତା. 29/04/226 ରିଖ 
ଗୋପ ଅଣ୍ଡରାଇଛାପୁର ମା ଦଶମଲ୍ଲୀ ଠାକୁରାଣୀ ଙ୍କ ମନ୍ଦିର ରୁ   ଲକ୍ଷାଧିକ ଟଙ୍କା ରୁ ଉର୍ଦ୍ଧ  ସୁନାଗହଣା ଚୋରି ହୋଇଥିବା ଅଭିଯୋଗ ହୋଇଛି। ମନ୍ଦିର ପୂଜାରୀ ସୁଚନା ଦେଇଛନ୍ତି ଯେ ବାରମ୍ବାର ଚୋରି ହେଉଥିବା ରୁ ଅଞ୍ଚଳ ବାସୀ ବହୁତ ଦୁଃଖ ପ୍ରକାଶ କରିଛନ୍ତି। 
ମନ୍ଦିରରୁ ଲକ୍ଷାଧିକ ଟଙ୍କା ମୂଲ୍ୟର ସୁନା ଗହଣା ଚୋରି ହୋଇଥିବା ସୂଚନା ମିଳିଛି।
ସ୍ଥାନୀୟ ଲୋକମାନଙ୍କ କହିବା ଅନୁସାରେ, ଗତ କିଛି ମାସ ଧରି ଗୋପ ଓ ନିମାପଡା ଥାନା ଅଧୀନସ୍ଥ ଅଞ୍ଚଳରେ ମନ୍ଦିର ଚୋରୀ ଘଟଣା ନିୟମିତ ଭାବେ ବୃଦ୍ଧି ପାଉଛି। କେବଳ ଚୋରୀ ନୁହେଁ, ରାତିରେ ଡକାୟିତି, ରାହାଜାନି ଓ ନିଶା କାରବାର ମଧ୍ୟ ବେପରୁଆ ଭାବେ ଚାଲିଥିବା ନେଇ ଅଭିଯୋଗ ହେଉଛି।
ପୋଲିସର ଅପାରଗତା କି ଅପରାଧୀଙ୍କୁ ନିୟନ୍ତ୍ରଣ କରିବାରେ ବିଫଳ ବୋଲି 
ଅଞ୍ଚଳବାସୀଙ୍କ ମଧ୍ୟରେ ବଡ଼ ପ୍ରଶ୍ନ ବାଚୀ ସୃଷ୍ଟି ହେଉଛି।ଯଦି ନିୟମିତ ରାତ୍ରିକାଳୀନ ପେଟ୍ରୋଲିଙ୍ଗ ହେଉଥାନ୍ତା, ତେବେ ଏଭଳି ଘଟଣା ଘଟୁ ନ ଥାନ୍ତାବୋଲି ଅଞ୍ଚଳ ବାସୀ ଦାବୀ କରି ଛନ୍ତି। ପୋଲିସର ନିଷ୍କ୍ରିୟତା ଓ ଅବହେଳା ଯୋଗୁ ଅପରାଧୀମାନେ ଦିନକୁ ଦିନ ବହୁତ ଅପରାଧ ଘଟାଇ ଚାଲିଛନ୍ତି ବୋଲି ଜନସାଧାରଣ ଅଭିଯୋଗ  କରିଛନ୍ତି।
ମନ୍ଦିର କେବଳ ଧାର୍ମିକ ସ୍ଥଳ ନୁହେଁ, ଏହା ଲୋକମାନଙ୍କ ଆସ୍ତା ଓ ଭାବନାର କେନ୍ଦ୍ର। ଏପରି ସ୍ଥାନରୁ ଚୋରୀ ହେବା ମାନେ ସମଗ୍ର ସମାଜର ଆସ୍ତାକୁ ଆଘାତ ଦେବା ସହ ସମାନ। ଏହାକୁ ନେଇ ଅଞ୍ଚଳବାସୀ ଙ୍କ ମନରେ ଗଭୀର ଦୁଃଖ ଓ କ୍ଷୋଭ ସୃଷ୍ଟି ହୋଇଛି।
ଏହି ପରିପ୍ରେକ୍ଷିତରେ ପୁରୀ ଜିଲ୍ଲାର ଆରକ୍ଷୀ ଅଧିକ୍ଷକଙ୍କୁ ତୁରନ୍ତ ହସ୍ତକ୍ଷେପ କରି ଦୋଷୀମାନଙ୍କୁ ଗିରଫ କରିବା ସହ ଅଞ୍ଚଳରେ କଡ଼ା ପେଟ୍ରୋଲିଙ୍ଗ ବ୍ୟବସ୍ଥା କରିବା ପାଇଁ ଅଞ୍ଚଳବାସୀ ଦାବୀ କରୁଥିବା ର ଶୁଣିବାକୁ ମିଳିଛି।
ଗୋପ ରୁ ଶ୍ରୀଧର ମହାରଣା ଙ୍କ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ ଓଡିଶା ଭୁବନେଶ୍ୱର।
    user_OWNER-EDITOR
    OWNER-EDITOR
    Association or organisation ତୁମୁଡ଼ିବନ୍ଧ, କନ୍ଧମାଳ, ଓଡ଼ିଶା•
    4 hrs ago
  • ବିଶ୍ଵନାଥ ପୁର ଓ ଲାଞ୍ଜିଗଡ଼ ମଣ୍ଡଳ ର ମିଳିତ ଉଦ୍ୟମରେ ଜନ ଆକ୍ରୋଶ ମହିଳା ସମାବେଶ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ରାଜ୍ୟ କାର୍ଯ୍ୟ କାରିଣୀ ସଦସ୍ୟ ରମେଶ ମାଝୀ ମୂଖ୍ୟ ଅତିଥି ଭାବେ ଯୋଗଦେଇ ଥିଲେ। ପ୍ରଥମେ ଲାଞ୍ଜିଗଡ଼ ବ୍ଲକ ବିଜେପି ପକ୍ଷରୁ କଲେଜ ଛକରୁ ହସ୍ପିଟାଲ ଛକ ପର୍ଯ୍ୟନ୍ତ ଏକ ଶୋଭା ରେ ବାହାରି ଥିଲେ।କାର୍ଯ୍ୟକ୍ରମ ରେ ସମ୍ମାନିତ ଅତିଥି ଜିଲ୍ଲା କାର୍ଯ୍ୟ କାରିଣୀ ସଦସ୍ୟା ସର୍ମିଷ୍ପା ନାଏକ, ଅଧ୍ୟକ୍ଷା କମଳା ପାତ୍ର, ଓବିସି ମୋର୍ଚ୍ଚା ସଦସ୍ୟ ମିଳନ କୁମାର ମହାପାତ୍ର, ବିଶ୍ଵନାଥପୁର ମଣ୍ଡଳ ପ୍ରଭାରୀ ସନ୍ତୋଷ ବିଶି,ସହ ପ୍ରଭାରୀ ସୁବାସ ଅଗ୍ରୱାଲ, ସମ୍ପାଦକ ଗୌତମ କୁମାର ନାଗ, ଅମରେଶ କୁମାର ବୁଦ୍ଧିଆ,ଉପସଭାପତି ସୁନିଲ ବାଗ,ଦେବ ପୁଟେଲ, ବରିଷ୍ଠ କର୍ମକର୍ତ୍ତା ଅନନ୍ତ ପ୍ରଧାନୀ ପ୍ରମୁଖ ପରିଚାଳନା ରେ କରିଥିବା ବେଳେ ଲାଞ୍ଜିଗଡ଼ ମଣ୍ଡଳ ସଭାପତି ନରେନ୍ଦ୍ର ବେହେରା ଓ ବିଶ୍ଵନାଥ ପୁର ମଣ୍ଡଳ ସଭାପତି ତୁଳସୀ ମାଝୀ ନେତୃତ୍ବରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ଆଜି ବୁଧବାର ଅପରାହ୍ନ ଚାରିଟା ସମୟରେ ଶ୍ରୀବେହେରା ଦ୍ଵାରା ସୁଚନା। ବ୍ଲକ ସମସ୍ତ ପଞ୍ଚାୟତ ର କର୍ମକର୍ତ୍ତା ଏବଂ ସମସ୍ତ କମିଟି ଓ ଉପ କମିଟି ର ସଦସ୍ୟ ସଦସ୍ୟା ଯୋଗଦେଇ ଥିଲେ।
    1
    ବିଶ୍ଵନାଥ ପୁର ଓ ଲାଞ୍ଜିଗଡ଼ ମଣ୍ଡଳ ର ମିଳିତ ଉଦ୍ୟମରେ ଜନ ଆକ୍ରୋଶ ମହିଳା ସମାବେଶ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ରାଜ୍ୟ କାର୍ଯ୍ୟ କାରିଣୀ ସଦସ୍ୟ ରମେଶ ମାଝୀ ମୂଖ୍ୟ ଅତିଥି ଭାବେ ଯୋଗଦେଇ ଥିଲେ। ପ୍ରଥମେ ଲାଞ୍ଜିଗଡ଼ ବ୍ଲକ ବିଜେପି ପକ୍ଷରୁ କଲେଜ ଛକରୁ ହସ୍ପିଟାଲ ଛକ ପର୍ଯ୍ୟନ୍ତ ଏକ ଶୋଭା ରେ ବାହାରି ଥିଲେ।କାର୍ଯ୍ୟକ୍ରମ ରେ ସମ୍ମାନିତ ଅତିଥି ଜିଲ୍ଲା କାର୍ଯ୍ୟ କାରିଣୀ ସଦସ୍ୟା ସର୍ମିଷ୍ପା ନାଏକ, ଅଧ୍ୟକ୍ଷା କମଳା ପାତ୍ର, ଓବିସି ମୋର୍ଚ୍ଚା ସଦସ୍ୟ ମିଳନ କୁମାର ମହାପାତ୍ର, ବିଶ୍ଵନାଥପୁର ମଣ୍ଡଳ ପ୍ରଭାରୀ ସନ୍ତୋଷ ବିଶି,ସହ ପ୍ରଭାରୀ ସୁବାସ ଅଗ୍ରୱାଲ, ସମ୍ପାଦକ ଗୌତମ କୁମାର ନାଗ, ଅମରେଶ କୁମାର ବୁଦ୍ଧିଆ,ଉପସଭାପତି ସୁନିଲ ବାଗ,ଦେବ ପୁଟେଲ, ବରିଷ୍ଠ କର୍ମକର୍ତ୍ତା ଅନନ୍ତ ପ୍ରଧାନୀ ପ୍ରମୁଖ ପରିଚାଳନା ରେ କରିଥିବା ବେଳେ ଲାଞ୍ଜିଗଡ଼ ମଣ୍ଡଳ ସଭାପତି ନରେନ୍ଦ୍ର ବେହେରା ଓ ବିଶ୍ଵନାଥ ପୁର ମଣ୍ଡଳ ସଭାପତି ତୁଳସୀ ମାଝୀ ନେତୃତ୍ବରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ଆଜି ବୁଧବାର ଅପରାହ୍ନ ଚାରିଟା ସମୟରେ ଶ୍ରୀବେହେରା ଦ୍ଵାରା ସୁଚନା। ବ୍ଲକ ସମସ୍ତ ପଞ୍ଚାୟତ ର କର୍ମକର୍ତ୍ତା ଏବଂ ସମସ୍ତ କମିଟି ଓ ଉପ କମିଟି ର ସଦସ୍ୟ ସଦସ୍ୟା ଯୋଗଦେଇ ଥିଲେ।
    user_Gopal Das Mahananda
    Gopal Das Mahananda
    ଲାଞ୍ଜିଗଡ଼, କଳାହାଣ୍ଡି, ଓଡ଼ିଶା•
    34 min ago
  • Post by Rabindra Mandal
    1
    Post by Rabindra Mandal
    user_Rabindra Mandal
    Rabindra Mandal
    Farmer R.Udayagiri, Gajapati•
    21 hrs ago
  • Post by Sonu Bagh CREATION
    1
    Post by Sonu Bagh CREATION
    user_Sonu Bagh CREATION
    Sonu Bagh CREATION
    ରାୟଗଡା, ରାୟଗଡା, ଓଡ଼ିଶା•
    6 hrs ago
  • ବିଶ୍ଵରେ No1
    1
    ବିଶ୍ଵରେ No1
    user_TV5ODIA 9556605993
    TV5ODIA 9556605993
    ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
    3 hrs ago
  • ରାୟଗଡ଼(ଗଜପତି)28/4 : - ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ସ୍ଥାନୀୟ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ଦିନ ଜାତୀୟ ସ୍ଵାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଡଃ ଡି. ବୃନ୍ଦା ଏକ ଗୁରୁତ୍ୱପୂର୍ଣ୍ଣ ଗସ୍ତ କରିଛନ୍ତି। ଏହି ଅବସରରେ ସେ ବିଦ୍ୟାଳୟ ପରିସରରେ ନବନିର୍ମିତ 'ଖୋଲା ଜିମ୍ ପାର୍କ'ର ଶୁଭ ଉଦଘାଟନ କରିଛନ୍ତି। ଏହା ସହ ନିର୍ଦ୍ଦେଶିକା ବିଦ୍ୟାଳୟର ପାରିପାର୍ଶ୍ୱିକ ସ୍ଵଚ୍ଛତା ଏବଂ ଛାତ୍ର ଓ ଛାତ୍ରୀ ନିବାସର ପରିଚାଳନା ବ୍ୟବସ୍ଥାକୁ ନିକଟରୁ ପରଖିଥିଲେ। ବିଦ୍ୟାଳୟର ଅନ୍ତେବାସୀମାନଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯାଉଥିବା ବିଭିନ୍ନ ସ୍ଵାସ୍ଥ୍ୟ ସେବା ଏବଂ ସୁବିଧା ସୁଯୋଗର ସେ ସମୀକ୍ଷା କରିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁରେଶ କୁମାର ସାହୁକାରଙ୍କ ଦ୍ଵାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମକୁ ଡଃ ବୃନ୍ଦା ଭୂୟସୀ ପ୍ରଶଂସା କରିଥିଲେ। ଏହି ଗସ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ସ୍ଥିତି ଅନୁଧ୍ୟାନ କରିଥିଲେ। ସେମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ମୁନିଦ୍ର ହୋନୋନଗା, ପ୍ରକଳ୍ପ ପ୍ରଶାସକ ଅଂଶୁମାନ ମହାପାତ୍ର, ଜିଲ୍ଲା ମଙ୍ଗଳ ଅଧିକାରୀ ସଲୋମନ୍ ରାଇକା, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଶାନ୍ତନୁ ପାଢ଼ୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ସନ୍ତୋଷ କୁମାର ବାରିକ ଏବଂ ମଙ୍ଗଳ ସଂପ୍ରସାରଣ ଅଧିକାରୀ ବିଷ୍ଣୁ ପ୍ରସାଦ ସେଠୀ ପ୍ରମୁଖ ସାମିଲ ଥିଲେ। ବିଦ୍ୟାଳୟର ଭିତ୍ତିଭୂମିର ବିକାଶ ପାଇଁ ନିଆଯାଇଥିବା ଏହି ପଦକ୍ଷେପ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।
    1
    ରାୟଗଡ଼(ଗଜପତି)28/4 : - ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ସ୍ଥାନୀୟ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ଦିନ ଜାତୀୟ ସ୍ଵାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଡଃ ଡି. ବୃନ୍ଦା ଏକ ଗୁରୁତ୍ୱପୂର୍ଣ୍ଣ ଗସ୍ତ କରିଛନ୍ତି। ଏହି ଅବସରରେ ସେ ବିଦ୍ୟାଳୟ ପରିସରରେ ନବନିର୍ମିତ 'ଖୋଲା ଜିମ୍ ପାର୍କ'ର ଶୁଭ ଉଦଘାଟନ କରିଛନ୍ତି। ଏହା ସହ ନିର୍ଦ୍ଦେଶିକା ବିଦ୍ୟାଳୟର ପାରିପାର୍ଶ୍ୱିକ ସ୍ଵଚ୍ଛତା ଏବଂ ଛାତ୍ର ଓ ଛାତ୍ରୀ ନିବାସର ପରିଚାଳନା ବ୍ୟବସ୍ଥାକୁ ନିକଟରୁ ପରଖିଥିଲେ। ବିଦ୍ୟାଳୟର ଅନ୍ତେବାସୀମାନଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯାଉଥିବା ବିଭିନ୍ନ ସ୍ଵାସ୍ଥ୍ୟ ସେବା ଏବଂ ସୁବିଧା ସୁଯୋଗର ସେ ସମୀକ୍ଷା କରିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ  ସୁରେଶ କୁମାର ସାହୁକାରଙ୍କ ଦ୍ଵାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମକୁ ଡଃ ବୃନ୍ଦା ଭୂୟସୀ ପ୍ରଶଂସା କରିଥିଲେ। ଏହି ଗସ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ସ୍ଥିତି ଅନୁଧ୍ୟାନ କରିଥିଲେ। ସେମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ମୁନିଦ୍ର ହୋନୋନଗା, ପ୍ରକଳ୍ପ ପ୍ରଶାସକ ଅଂଶୁମାନ ମହାପାତ୍ର, ଜିଲ୍ଲା ମଙ୍ଗଳ ଅଧିକାରୀ ସଲୋମନ୍ ରାଇକା, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଶାନ୍ତନୁ ପାଢ଼ୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ସନ୍ତୋଷ କୁମାର ବାରିକ ଏବଂ ମଙ୍ଗଳ ସଂପ୍ରସାରଣ ଅଧିକାରୀ ବିଷ୍ଣୁ ପ୍ରସାଦ ସେଠୀ ପ୍ରମୁଖ ସାମିଲ ଥିଲେ। ବିଦ୍ୟାଳୟର ଭିତ୍ତିଭୂମିର ବିକାଶ ପାଇଁ ନିଆଯାଇଥିବା ଏହି ପଦକ୍ଷେପ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।
    user_Ricky Patnaik
    Ricky Patnaik
    Court reporter ରାୟଗଡ଼ା, ଗଜପତି, ଓଡ଼ିଶା•
    22 hrs ago
  • ଅଦ୍ଯ ତା-୨୪.୦୪.୨୦୨୬ ରିଖ ଜିଲ୍ଲା ସ୍ତରୀୟ ଗ୍ରୀଷ୍ମ ପ୍ରବାହ ଜନିତ ସଚେତନତା ଶିବିର ସ୍ଵତନ୍ତ୍ର ପ୍ରଦକ୍ଷଣ ଗୃହ ସମ୍ମିଳନୀ କକ୍ଷ, ପୁରୀ ଠାରେ ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ, ଶ୍ରୀମତୀ ତନୁପ୍ରଭା ବେଉରାଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ପୁରୀ ସଦର ତହସିଲଦାର ଅଭିଷେକ ଦାଶ ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ଆଇନ ପରିବିକ୍ଷ ଅଧିକାରୀ, ସମସ୍ତ ଶିଶୁ ବିକାଶ ଅଧିକାରୀ ଓ ପରିଦର୍ଶୀକା ତଥା ଜିଲ୍ଲା ସମାଜ କଲ୍ୟାଣ ବିଭାଗର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ। ଗ୍ରୀଷ୍ମ ପ୍ରବାହ ସମୟ ରେ ନିହାତି ଆବଶ୍ୟକ ନ ହେଲେ ବାହାରକୁ ନ ବାହାରିବା, ତରଳ ଜାତୀୟ ଖାଦ୍ଯ ଖାଇବା, ଛତା, ପାଣି ବୋତଲ ଓ ଗାମୁଛା ସାଙ୍ଗରେ ନେବା, ମାଦକ ଦ୍ରବ୍ଯ ସେବନ ନ କରିବା, ଅଂଶୁଘାତ ଆକ୍ରାନ୍ତ ବ୍ୟକ୍ତିଙ୍କୁ ଡାକ୍ତରଖାନା ନେବା ଆଦି ବିଷୟରେ ସଚେତନତା କାର୍ଯ୍ୟକ୍ରମ ବ୍ଲକ ଓ ଅଙ୍ଗନବାଡି କେନ୍ଦ୍ର ସ୍ତରରେ କରିବାକୁ ପରାମର୍ଶ ଦିଆଗଲା ପୁରୀ ରୁ ଵି ଇ ରୋ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ, ଓଡିଶା ଭୁବନେଶ୍ୱର
    1
    ଅଦ୍ଯ ତା-୨୪.୦୪.୨୦୨୬ ରିଖ  ଜିଲ୍ଲା ସ୍ତରୀୟ ଗ୍ରୀଷ୍ମ ପ୍ରବାହ ଜନିତ ସଚେତନତା ଶିବିର ସ୍ଵତନ୍ତ୍ର ପ୍ରଦକ୍ଷଣ ଗୃହ ସମ୍ମିଳନୀ କକ୍ଷ, ପୁରୀ ଠାରେ ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ, ଶ୍ରୀମତୀ ତନୁପ୍ରଭା ବେଉରାଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ପୁରୀ ସଦର ତହସିଲଦାର ଅଭିଷେକ ଦାଶ ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ଆଇନ ପରିବିକ୍ଷ ଅଧିକାରୀ, ସମସ୍ତ ଶିଶୁ ବିକାଶ ଅଧିକାରୀ ଓ ପରିଦର୍ଶୀକା ତଥା ଜିଲ୍ଲା ସମାଜ କଲ୍ୟାଣ ବିଭାଗର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ। ଗ୍ରୀଷ୍ମ ପ୍ରବାହ ସମୟ ରେ ନିହାତି ଆବଶ୍ୟକ ନ ହେଲେ ବାହାରକୁ ନ ବାହାରିବା, ତରଳ ଜାତୀୟ ଖାଦ୍ଯ ଖାଇବା, ଛତା, ପାଣି ବୋତଲ ଓ ଗାମୁଛା ସାଙ୍ଗରେ ନେବା, ମାଦକ ଦ୍ରବ୍ଯ ସେବନ ନ କରିବା, ଅଂଶୁଘାତ ଆକ୍ରାନ୍ତ ବ୍ୟକ୍ତିଙ୍କୁ ଡାକ୍ତରଖାନା ନେବା ଆଦି ବିଷୟରେ ସଚେତନତା କାର୍ଯ୍ୟକ୍ରମ ବ୍ଲକ ଓ ଅଙ୍ଗନବାଡି କେନ୍ଦ୍ର ସ୍ତରରେ କରିବାକୁ ପରାମର୍ଶ ଦିଆଗଲା
ପୁରୀ ରୁ ଵି ଇ ରୋ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ, ଓଡିଶା ଭୁବନେଶ୍ୱର
    user_OWNER-EDITOR
    OWNER-EDITOR
    Association or organisation ତୁମୁଡ଼ିବନ୍ଧ, କନ୍ଧମାଳ, ଓଡ଼ିଶା•
    21 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.