Shuru
Apke Nagar Ki App…
ସେବାଶ୍ରମ ସ୍କୁଲ ପ୍ରଧାନ ଶିକ୍ଷକ ସଞ୍ଜିତ୍ ମହାନ୍ତି ଙ୍କୁ ଅବସର କାଳୀନ ସମ୍ୱର୍ଦ୍ଧନା ଜଣାଇଲେ ମୋହନଗିରି ଅଞ୍ଚଳବାସୀ। ଶ୍ରୀ ମହାନ୍ତି କେବଳ ଶିକ୍ଷକ ନଥିଲେ,ସେ ଅଞ୍ଚଳର ପ୍ରତ୍ୟେକ ଟି କାର୍ଯ୍ୟକ୍ରମ ରେ ଜଡ଼ିତ ହୋଇ ଅଞ୍ଚଳର ବିକାଶ ଦିଗରେ ଆଗେଇ ଆସୁଥିଲେ।ତେଣୁ ତାଙ୍କରି ଚାକିରି ସମୟର ଅବସର ବେଳେ ଅଞ୍ଚଳ ବାସୀ ଭାବ ବିହ୍ବଳ ହୋଇ ଅବସର କାଳୀନ ସମ୍ବର୍ଦ୍ଧନା ଜଣାଇଛନ୍ତି।
Subrat Kumar sahu
ସେବାଶ୍ରମ ସ୍କୁଲ ପ୍ରଧାନ ଶିକ୍ଷକ ସଞ୍ଜିତ୍ ମହାନ୍ତି ଙ୍କୁ ଅବସର କାଳୀନ ସମ୍ୱର୍ଦ୍ଧନା ଜଣାଇଲେ ମୋହନଗିରି ଅଞ୍ଚଳବାସୀ। ଶ୍ରୀ ମହାନ୍ତି କେବଳ ଶିକ୍ଷକ ନଥିଲେ,ସେ ଅଞ୍ଚଳର ପ୍ରତ୍ୟେକ ଟି କାର୍ଯ୍ୟକ୍ରମ ରେ ଜଡ଼ିତ ହୋଇ ଅଞ୍ଚଳର ବିକାଶ ଦିଗରେ ଆଗେଇ ଆସୁଥିଲେ।ତେଣୁ ତାଙ୍କରି ଚାକିରି ସମୟର ଅବସର ବେଳେ ଅଞ୍ଚଳ ବାସୀ ଭାବ ବିହ୍ବଳ ହୋଇ ଅବସର କାଳୀନ ସମ୍ବର୍ଦ୍ଧନା ଜଣାଇଛନ୍ତି।
More news from ଓଡ଼ିଶା and nearby areas
- କପିଳାଭଟା ରେ ପ୍ରାଥମିକ କୃଷି ସମବାୟ ସମିତି ଲିଃ ଶୁଭ ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ1
- ସମ୍ବଲପୁରୀ ଦିନ ତଥା ଗୁରୁ ସତ୍ୟନାରାୟଣ ବହିଦାରଙ୍କ ଜୟନ୍ତୀ ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟ ମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ #rishitv #sambalpuri #days #sambalpur #paschimodisha #news #odisha #cm #MohanCharanMajhi #wishes1
- ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହ ଆକାଶମାର୍ଗରୁ ବନ୍ୟାଞ୍ଚଳ ଅନୁଧ୍ୟାନ କରିଛନ୍ତି1
- ଦେଖନ୍ତୁ 🙏🙏🙏1
- ଜାତୀୟ_ରାଜପଥ_୫୭_ବ୍ଲକ୍_ଛକରୁ_ପଟାଭାଡି_ଅବରୋଧ ପହଂଚିଲେ ଜିଲ୍ଲାପାଳ1
- କଣ୍ଟାବାଞ୍ଜି ରେ ଚୋରି ଗ୍ୟାଙ୍ଗ - ଡିକି ଭାଙ୍ଗି ନେଇଗଲେ ୫୦ହଜାର ଟଙ୍କା,ଭିଡିଓ ଭାଇରାଲ ପରେ ତଦନ୍ତ କରୁଛି କଣ୍ଟାବାଞ୍ଜି ପୋଲିସ1
- ଭାରତୀୟତାର ଝଲକ ପିଲା ହାତ ଯୋଡ଼ି କ୍ଷମା ମାଗିଲେ ଅଭିଭାବକ କ୍ଷମା କଲେ ପ୍ରଧାନମନ୍ତ୍ରୀଙ୍କୁ ଗାଳି ଗଲେ, ଏବେ ହାତ ଯୋଡ଼ି କ୍ଷମା ମାଗିଲେ। ପ୍ରଧାନମନ୍ତ୍ରୀ ମୋଦିଙ୍କ କ୍ଷମା କରିଦେବା ଅପିଲ୍ ଭିଡିଓ ପରେ ହାତ ଯୋଡ଼ି କ୍ଷମା ମାଗିଲେ ନାବାଳିକା। ଜନ୍ତରମନ୍ତରରେ ସିଜେପିର ବିକ୍ଷୋଭ ବେଳେ ଅପଶବ୍ଦ କହିଥିବା ଛାତ୍ରୀ ହାତ ଯୋଡ଼ି କ୍ଷମା ମାଗିଛନ୍ତି। ମୁଁ ମାତ୍ର ୧୫ ବର୍ଷର ଝିଅ, ଭୁଲରେ ସବୁ କିଛି କହିଛି ବୋଲି ସେ ହାତ ଯୋଡ଼ି, କାନ ଧରି କହିଛନ୍ତି। ଦିଲ୍ଲୀରେ ବିକ୍ଷୋଭ ପ୍ରଦର୍ଶନ ବେଳେ ସଂପୃକ୍ତ ଛାତ୍ରୀ ଜଣକ ପ୍ରଧାନମନ୍ତ୍ରୀ ମୋଦି ଓ ତାଙ୍କ ଦିବଙ୍ଗତ ମାଆଙ୍କ ସମ୍ପର୍କରେ ଅତି ଅଶୋଭନୀୟ, ଅଶ୍ଲୀଳ ମନ୍ତବ୍ୟ ଦେଇଥିଲେ।1
- ବରପାହାଡ଼ ଖୋଲ ଚେକ ଡେମ ନିର୍ମାଣ ରେ ହୋଇଥିବା ନିମ୍ନମାନର କାମ କୁ ନେଇ ବନଖଣ୍ଡ ଅଧିକାର କଣ କହୁଛନ୍ତି ଶୁଣନ୍ତୁ #rishitv #checkdam #ranger #forestdeparment #subarnapur #sonepur #cmoodisha #village #menda #highlight #trendingpost ସୁବର୍ଣପୁର ଜ଼ିଲ୍ଲା ତରଭା ବ୍ଲକ ପାଇକବାହାଲ ପଞ୍ଚାୟତ ଅନ୍ତର୍ଗତ ବ୍ରହମଣୀପାଲି ରାଜପାଲି ର ବରପାହାଡ଼ ଖୋଲ ରେ ହୋଇଛି ନିମ୍ନମାନର ଚେକ ଡେମ କାମ...1
- ସ୍ୱାମୀ ସାତ ଜନ୍ମର ସାଥୀ ବୋଲି କୁହାଯାଏ। କିନ୍ତୁ ସେହି ସ୍ୱାମୀ ଯେତେବେଳେ ଟଙ୍କା ପାଇଁ ନିଜ ପତ୍ନୀଙ୍କୁ ବିଦେଶରେ ବିକ୍ରି କରିଦିଅନ୍ତି, ସେତେବେଳେ ସେହି ଘଟଣା ସମଗ୍ର ସମାଜକୁ ସ୍ତବ୍ଧ କରିଦିଏ। ସ୍ୱାମୀ ସାତ ଜନ୍ମର ସାଥୀ ବୋଲି କୁହାଯାଏ। କିନ୍ତୁ ସେହି ସ୍ୱାମୀ ଯେତେବେଳେ ଟଙ୍କା ପାଇଁ ନିଜ ପତ୍ନୀଙ୍କୁ ବିଦେଶରେ ବିକ୍ରି କରିଦିଅନ୍ତି, ସେତେବେଳେ ସେହି ଘଟଣା ସମଗ୍ର ସମାଜକୁ ସ୍ତବ୍ଧ କରିଦିଏ। ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ ବ୍ଲକ ଜଗୁଆ ଗାଁର ହସ୍ତା ମହାନନ୍ଦଙ୍କ ସହ ଘଟିଥିଲା ଏମିତି ଏକ ହୃଦୟବିଦାରକ ଘଟଣା। ସ୍ୱାମୀଙ୍କ ଷଡ଼ଯନ୍ତ୍ରର ଶିକାର ହୋଇ ସେ ଦୁବାଇରେ ଜଣେ ଶେଖଙ୍କ ଘରେ ବନ୍ଦୀ ଜୀବନ ବିତାଇଥିଲେ। ଶେଷରେ ସରକାରଙ୍କ ଉଦ୍ୟମରେ ସେ ଉଦ୍ଧାର ହୋଇ ସ୍ୱଦେଶ ଫେରିଛନ୍ତି। ତେବେ ଏହି ସମଗ୍ର ଘଟଣା ସମ୍ପର୍କରେ ହସ୍ତା ମହାନନ୍ଦ କ'ଣ କହୁଛନ୍ତି ଆସନ୍ତୁ ଶୁଣିବା1