logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ସୁବର୍ଣ୍ଣପୁର: ସାମାଜିକ ସୁରକ୍ଷା ଓ ଲିଙ୍ଗଗତ ସମାନତା ପାଇଁ ଓଡ଼ିଶା ସରକାରଙ୍କ ଏକ ଅଗ୍ରଗାମୀ ପଦକ୍ଷେପ ସ୍ୱରୂପ ଆଜି ସ୍ଥାନୀୟ ଟାଉନ ହଲ ଠାରେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସୁବର୍ଣ୍ଣପୁର ଜିଲ୍ଲାର ୧୭ ଗୋଟି ଝିଅପୁଅଙ୍କ ଯୋଡ଼ିର ବିବାହ ପାଣି ଗ୍ରହଣ କରାଯାଇଥିଲା। ବୈଦିକ ରୀତିନୀତି ଅନୁଯାୟୀ ଅନୁଷ୍ଠିତ ବିବାହ ଉତ୍ସବରେ ଜିଲ୍ଲାପାଳ ଡ଼ ନୃପରାଜ ସାହୁ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ, ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ, ଉପ ଜିଲ୍ଲାପାଳ ଡ଼ ସୋମ୍ୟରୁପା ରଥ, ବରିଷ୍ଠ ସାମ୍ବାଦିକ ଗୋରେଖନାଥ ସାହୁ, ବୈକୁଣ୍ଠନାଥ ଶତପଥୀ, ଗୋବିନ୍ଦ ମହାରଣା ପ୍ରମୁଖ ବହୁ ଅଧିକାରୀ ଓ କର୍ମଚାରୀମାନଙ୍କ ସହ ବରିଷ୍ଠ ନାଗରିକମାନେ ଯୋଗଦେଇଥିଲେ।

2 hrs ago
user_Ram Shankar Bhoi
Ram Shankar Bhoi
ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
2 hrs ago

ସୁବର୍ଣ୍ଣପୁର: ସାମାଜିକ ସୁରକ୍ଷା ଓ ଲିଙ୍ଗଗତ ସମାନତା ପାଇଁ ଓଡ଼ିଶା ସରକାରଙ୍କ ଏକ ଅଗ୍ରଗାମୀ ପଦକ୍ଷେପ ସ୍ୱରୂପ ଆଜି ସ୍ଥାନୀୟ ଟାଉନ ହଲ ଠାରେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସୁବର୍ଣ୍ଣପୁର ଜିଲ୍ଲାର ୧୭ ଗୋଟି ଝିଅପୁଅଙ୍କ ଯୋଡ଼ିର ବିବାହ ପାଣି ଗ୍ରହଣ କରାଯାଇଥିଲା। ବୈଦିକ ରୀତିନୀତି ଅନୁଯାୟୀ ଅନୁଷ୍ଠିତ ବିବାହ ଉତ୍ସବରେ ଜିଲ୍ଲାପାଳ ଡ଼ ନୃପରାଜ ସାହୁ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ, ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ, ଉପ ଜିଲ୍ଲାପାଳ ଡ଼ ସୋମ୍ୟରୁପା ରଥ, ବରିଷ୍ଠ ସାମ୍ବାଦିକ ଗୋରେଖନାଥ ସାହୁ, ବୈକୁଣ୍ଠନାଥ ଶତପଥୀ, ଗୋବିନ୍ଦ ମହାରଣା ପ୍ରମୁଖ ବହୁ ଅଧିକାରୀ ଓ କର୍ମଚାରୀମାନଙ୍କ ସହ ବରିଷ୍ଠ ନାଗରିକମାନେ ଯୋଗଦେଇଥିଲେ।

More news from ଓଡ଼ିଶା and nearby areas
  • ସୁବର୍ଣ୍ଣପୁର: ସାମାଜିକ ସୁରକ୍ଷା ଓ ଲିଙ୍ଗଗତ ସମାନତା ପାଇଁ ଓଡ଼ିଶା ସରକାରଙ୍କ ଏକ ଅଗ୍ରଗାମୀ ପଦକ୍ଷେପ ସ୍ୱରୂପ ଆଜି ସ୍ଥାନୀୟ ଟାଉନ ହଲ ଠାରେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସୁବର୍ଣ୍ଣପୁର ଜିଲ୍ଲାର ୧୭ ଗୋଟି ଝିଅପୁଅଙ୍କ ଯୋଡ଼ିର ବିବାହ ପାଣି ଗ୍ରହଣ କରାଯାଇଥିଲା। ବୈଦିକ ରୀତିନୀତି ଅନୁଯାୟୀ ଅନୁଷ୍ଠିତ ବିବାହ ଉତ୍ସବରେ ଜିଲ୍ଲାପାଳ ଡ଼ ନୃପରାଜ ସାହୁ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ, ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ, ଉପ ଜିଲ୍ଲାପାଳ ଡ଼ ସୋମ୍ୟରୁପା ରଥ, ବରିଷ୍ଠ ସାମ୍ବାଦିକ ଗୋରେଖନାଥ ସାହୁ, ବୈକୁଣ୍ଠନାଥ ଶତପଥୀ, ଗୋବିନ୍ଦ ମହାରଣା ପ୍ରମୁଖ ବହୁ ଅଧିକାରୀ ଓ କର୍ମଚାରୀମାନଙ୍କ ସହ ବରିଷ୍ଠ ନାଗରିକମାନେ ଯୋଗଦେଇଥିଲେ।
    1
    ସୁବର୍ଣ୍ଣପୁର: ସାମାଜିକ ସୁରକ୍ଷା ଓ ଲିଙ୍ଗଗତ ସମାନତା ପାଇଁ ଓଡ଼ିଶା ସରକାରଙ୍କ ଏକ ଅଗ୍ରଗାମୀ ପଦକ୍ଷେପ ସ୍ୱରୂପ ଆଜି ସ୍ଥାନୀୟ ଟାଉନ ହଲ ଠାରେ 
ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସୁବର୍ଣ୍ଣପୁର ଜିଲ୍ଲାର ୧୭ ଗୋଟି ଝିଅପୁଅଙ୍କ ଯୋଡ଼ିର ବିବାହ ପାଣି ଗ୍ରହଣ କରାଯାଇଥିଲା। ବୈଦିକ ରୀତିନୀତି ଅନୁଯାୟୀ ଅନୁଷ୍ଠିତ ବିବାହ ଉତ୍ସବରେ ଜିଲ୍ଲାପାଳ ଡ଼ ନୃପରାଜ ସାହୁ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ, ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ, ଉପ ଜିଲ୍ଲାପାଳ ଡ଼ ସୋମ୍ୟରୁପା ରଥ, ବରିଷ୍ଠ ସାମ୍ବାଦିକ ଗୋରେଖନାଥ ସାହୁ, ବୈକୁଣ୍ଠନାଥ ଶତପଥୀ, ଗୋବିନ୍ଦ ମହାରଣା ପ୍ରମୁଖ ବହୁ ଅଧିକାରୀ ଓ କର୍ମଚାରୀମାନଙ୍କ ସହ ବରିଷ୍ଠ ନାଗରିକମାନେ ଯୋଗଦେଇଥିଲେ।
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    2 hrs ago
  • Post by Sonepur news khulasa
    1
    Post by Sonepur news khulasa
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    3 hrs ago
  • Post by SONEPUR NEWS
    1
    Post by SONEPUR NEWS
    user_SONEPUR NEWS
    SONEPUR NEWS
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    6 hrs ago
  • ଆଜିର ସମାଚାର ରେ ଆଜିର ତାଜା ଖଵର ଫଟାଫଟ । ତାରିଖ -୨୧/୦୪/୨୦୨୬ ମଙ୍ଗଲଵାର । ଦିନର ୧୦ ଵଜେର ସମାଚାର ଦେଖନ୍ତୁ ଦେଶ ବିଦେଶର ସମାଚାର ତଥା ଓଡିଶା ର ବିଭିନ୍ନ ଜିଲ୍ଲା ର ସମାଚାର । BREAKING NEWS ଆଜିର ସମାାଚାର ଆମ ତ୍ୟାନେଲ କୁ ଲାଇକ,ସସ୍କ୍ରାଇବ,ସେୟାର କରନ୍ତୁ ନୂଆଁ ନୂଆଁ ସମାଚାର ଜାଣନ୍ତୁ । ।
    1
    ଆଜିର ସମାଚାର ରେ ଆଜିର ତାଜା ଖଵର ଫଟାଫଟ ।  ତାରିଖ -୨୧/୦୪/୨୦୨୬ ମଙ୍ଗଲଵାର । ଦିନର ୧୦ ଵଜେର ସମାଚାର ଦେଖନ୍ତୁ ଦେଶ ବିଦେଶର ସମାଚାର ତଥା ଓଡିଶା ର ବିଭିନ୍ନ ଜିଲ୍ଲା ର ସମାଚାର ।
BREAKING NEWS ଆଜିର ସମାାଚାର ଆମ ତ୍ୟାନେଲ କୁ ଲାଇକ,ସସ୍କ୍ରାଇବ,ସେୟାର କରନ୍ତୁ ନୂଆଁ ନୂଆଁ ସମାଚାର ଜାଣନ୍ତୁ । ।
    user_Ajira Samachar
    Ajira Samachar
    Photographer ସୋନପୁର, ସୋନପୁର, ଓଡ଼ିଶା•
    12 hrs ago
  • ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ସ୍ଥିତ ଭଗବାନ ସାହୁ ଗ୍ରାଉଣ୍ଡ ରେ ହେଉଥିବା ମହେନ୍ଦ୍ର ମାଝୀ ସ୍ମାରକୀ ରାତ୍ରିକାଳୀନ କ୍ରିକେଟ କପ୍ ଉଦଯାପିତ ହୋଇଯାଇଛି। ଏହାର ଫାଇନାଲ ରେ ଆୟୋଜକ ଫ୍ରେଣ୍ଡସ କ୍ରିକେଟ କ୍ଲବ୍ ଅମରପାଲି କୁ ହରାଇ ଘଣ୍ଟପାଲି ବିଜୟୀ ହୋଇ ଚାମ୍ପିଅନ ହୋଇଛି। ସୋମବାର ସନ୍ଧ୍ୟାରେ ପ୍ରଥମ ମ୍ୟାଚ୍ ଟି ଜେମସ୍ ଷ୍ଟାର କ୍ରିକେଟ କ୍ଲବ ଅମରପାଲି ଓ କର୍ଡାପାଲ ମଧ୍ୟରେ ହୋଇଥିଲା। ଏଥିରେ କର୍ଡାପାଲ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୬ ଓଭର ରେ ୫ ଉଇକେଟ ହରାଇ ୬୨ ରନ କରିଥିଲା। ଜବାବରେ ଅମରପାଲି ଦଳ ୫.୧ ଓଭର ରେ କୌଣସି ଉଇକେଟ ନ ହରାଇ ଆବଶ୍ୟକ ୬୩ ରନ ସଂଗ୍ରହ କରି ବିଜୟୀ ହୋଇଥିଲା। ଦ୍ୱିତୀୟ ମ୍ୟାଚ ଟି ମୁର୍ଷୁଣ୍ଢୀ ଓ ଖୁଣ୍ଟୁଲାପାଲି ମଧ୍ୟରେ ହୋଇଥିଲା। ଏଥିରେ ଖୁଣ୍ଟୁଲାପାଲି ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୬ ଓଭର ରେ ୬ ଉଇକେଟ ହରାଇ ୫୬ ରନ କରିଥିଲା। ଜବାବରେ ମୁର୍ଷୁଣ୍ଢୀ ୬ ଓଭର ରେ ୪ ଉଇକେଟ ହରାଇ ୫୨ ରନ କରି ପରାସ୍ତ ହୋଇଥିଲା। ତୃତୀୟ ମ୍ୟାଚ ଟି ଜଟେସିଂହା ଓ କେନଝିରିଆପାଲି ମଧ୍ୟରେ ହୋଇଥିଲା। ଏଥିରେ କେନଝିରିଆପାଲି ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୬ ଓଭର ରେ ୫ ଉଇକେଟ ହରାଇ ୫୪ ରନ କରିଥିଲା। ଜବାବରେ ଜଟେସିଂହା ଦଳ ୫.୪ ଓଭର ରେ ୩ ଉଇକେଟ ହରାଇ ଆବଶ୍ୟକୀୟ ୫୫ ରନ କରି ବିଜୟୀ ହୋଇଥିଲା। ଚତୁର୍ଥ ମ୍ୟାଚ ଟି ଘଣ୍ଟପାଲି ଓ ହିଙ୍ଗମା ମଧ୍ୟରେ ହୋଇଥିଲା। ଏଥିରେ ଘଣ୍ଟପାଲି ପ୍ରଥମେ ବ୍ୟାଟିଂ କରି ୬ ଓଭର ରେ ୫ ଉଇକେଟ ହରାଇ ୪୭ ରନ କରିଥିଲା। ଜବାବରେ ହିଙ୍ଗମା ୬ ଓଭର ରେ ସମସ୍ତ ଉଇକେଟ ହରାଇ ୪୪ ରନ କରି ପରାସ୍ତ ହୋଇଥିଲା। ପ୍ରଥମ ମ୍ୟାଚ୍ ର ବିଜେତା ଅମରପାଲି ଓ ଦ୍ୱିତୀୟ ମ୍ୟାଚ୍ ର ବିଜେତା ଖୁଣ୍ଟୁଲାପାଲି ମଧ୍ୟରେ ପୁଲ - ବି ର ପ୍ରଥମ କ୍ୱାର୍ଟର ଫାଇନାଲ ଖେଳା ଯାଇଥିଲା। ଏଥିରେ ଖୁଣ୍ଟୁଲାପାଲି ପ୍ରଥମେ ବ୍ୟାଟିଂ କରି ୬ ଓଭର ରେ ୬ ଉଇକେଟ ହରାଇ ୫୨ ରନ କରିଥିଲା। ଜବାବରେ ଅମରପାଲି ଜେମ୍ସ ଷ୍ଟାର୍ ଦଳ ୫.୪ ଓଭର ରେ ୪ ଉଇକେଟ ହରାଇ ଆବଶ୍ୟକୀୟ ୫୩ ରନ କରି ବିଜୟୀ ହୋଇଥିଲା। ତୃତୀୟ ମ୍ୟାଚ ର ବିଜେତା ଜଟେସିଂହା ଓ ଚତୁର୍ଥ ମ୍ୟାଚ୍ ର ବିଜେତା ଘଣ୍ଟପାଲି ମଧ୍ୟରେ ଖେଳା ଯାଇଥିବା ଦ୍ୱିତୀୟ କ୍ୱାର୍ଟର ଫାଇନାଲ ରେ ଘଣ୍ଟପାଲି ପ୍ରଥମେ ବ୍ୟାଟିଂ କରି ୬ ଓଭର ରେ ୪୮ ରନ କରିଥିଲା। ଜବାବରେ ଜଟେସିଂହା ୬ ଓଭର ରେ ୪୪ ରନ କରି ପରାସ୍ତ ହୋଇଥିଲା। ଘଣ୍ଟପାଲି ଓ ଅମରପାଲି ଜେମ୍ସ ଷ୍ଟାର୍ ମଧ୍ୟରେ ହୋଇଥିବା ସେମି ଫାଇନାଲ ରେ ଅମରପାଲି ୬ ଓଭର ରେ ୪୪ ରନ କରିଥିବା ବେଳେ ଘଣ୍ଟପାଲି ୪.୩ ଓଭର ରେ ୪୫ ରନ କରି ବିଜୟୀ ହୋଇ ଫାଇନାଲ ରେ ପ୍ରବେଶ କରିଥିଲା। ଫାଇନାଲ ମ୍ୟାଚ୍ ଟି ଘଣ୍ଟପାଲି ଓ ପ୍ରଥମ ଦିନର ବିଜେତା। ଫ୍ରେଣ୍ଡସ କ୍ଲବ ଅମରପାଲି ମଧ୍ୟରେ ହୋଇଥିଲା। ଏଥିରେ ଘଣ୍ଟପାଲି ପ୍ରଥମେ ବ୍ୟାଟିଂ କରି ୬ ଓଭର ରେ ୫ ଉଇକେଟ ହରାଇ ୫୪ ରନ କରିଥିବା ବେଳେ ଅମରପାଲି ୩.୫ ଓଭର ରେ ସମସ୍ତ ଉଇକେଟ ହରାଇ ମାତ୍ର ୧୯ ରନ କରି ପରାସ୍ତ ହୋଇଥିଲା। ଫଳରେ ଘଣ୍ଟପାଲି ମ୍ୟାଚ୍ ରେ ବିଜୟୀ ହୋଇ ଚାମ୍ପିଅନ ହୋଇଥିଲା। ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ସୁବଳୟା ମଣ୍ଡଳ ଭାଜପା ସଭାପତି ଅଶୋକ କୁମାର ସାହୁ ଅତିଥି ଭାବେ ଯୋଗଦେଇ ଥିଲେ। ଚାମ୍ପିଅନ ଦଳକୁ ନଗଦ ୭ ହଜାର ଟଙ୍କା ସହିତ ଟ୍ରଫି ଏବଂ ଉପ ବିଜେତା ଦଳକୁ ନଗଦ ୫ ହଜାର ଟଙ୍କା ସହିତ ଟ୍ରଫି ପୁରସ୍କୃତ କରାଯାଇଥିଲା। ମ୍ୟାଚ୍ ଗୁଡିକରେ ଜୟ ପ୍ରକାଶ ସାହୁ ଓ ସମ୍ବିତ ମାଝୀ ଅମ୍ପାୟାର , ଅଂଶୁମାନ ପ୍ରଧାନ ସ୍କୋରିଙ୍ଗ ଏବଂ ତଥାଗତ ସାହୁ ଓ ପୀତାମ୍ବର ସାହୁ ଧାରାବୀବରଣୀ ପ୍ରଦାନ କରିଥିଲେ।
    3
    ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ସ୍ଥିତ ଭଗବାନ ସାହୁ ଗ୍ରାଉଣ୍ଡ ରେ ହେଉଥିବା ମହେନ୍ଦ୍ର ମାଝୀ ସ୍ମାରକୀ ରାତ୍ରିକାଳୀନ କ୍ରିକେଟ କପ୍  ଉଦଯାପିତ ହୋଇଯାଇଛି। ଏହାର ଫାଇନାଲ ରେ ଆୟୋଜକ ଫ୍ରେଣ୍ଡସ କ୍ରିକେଟ କ୍ଲବ୍ ଅମରପାଲି କୁ ହରାଇ ଘଣ୍ଟପାଲି ବିଜୟୀ ହୋଇ ଚାମ୍ପିଅନ ହୋଇଛି। ସୋମବାର ସନ୍ଧ୍ୟାରେ ପ୍ରଥମ ମ୍ୟାଚ୍ ଟି ଜେମସ୍ ଷ୍ଟାର କ୍ରିକେଟ କ୍ଲବ ଅମରପାଲି ଓ କର୍ଡାପାଲ ମଧ୍ୟରେ ହୋଇଥିଲା। ଏଥିରେ କର୍ଡାପାଲ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୬ ଓଭର ରେ ୫ ଉଇକେଟ ହରାଇ ୬୨ ରନ କରିଥିଲା। ଜବାବରେ ଅମରପାଲି ଦଳ  ୫.୧ ଓଭର ରେ କୌଣସି ଉଇକେଟ ନ ହରାଇ ଆବଶ୍ୟକ ୬୩ ରନ ସଂଗ୍ରହ କରି ବିଜୟୀ ହୋଇଥିଲା। ଦ୍ୱିତୀୟ ମ୍ୟାଚ ଟି ମୁର୍ଷୁଣ୍ଢୀ  ଓ ଖୁଣ୍ଟୁଲାପାଲି ମଧ୍ୟରେ ହୋଇଥିଲା। ଏଥିରେ ଖୁଣ୍ଟୁଲାପାଲି ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୬ ଓଭର ରେ ୬ ଉଇକେଟ ହରାଇ ୫୬ ରନ କରିଥିଲା। ଜବାବରେ ମୁର୍ଷୁଣ୍ଢୀ ୬ ଓଭର ରେ ୪ ଉଇକେଟ ହରାଇ ୫୨ ରନ କରି ପରାସ୍ତ ହୋଇଥିଲା। ତୃତୀୟ ମ୍ୟାଚ ଟି ଜଟେସିଂହା ଓ କେନଝିରିଆପାଲି ମଧ୍ୟରେ ହୋଇଥିଲା। ଏଥିରେ କେନଝିରିଆପାଲି ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୬ ଓଭର ରେ ୫ ଉଇକେଟ ହରାଇ ୫୪ ରନ କରିଥିଲା। ଜବାବରେ ଜଟେସିଂହା ଦଳ ୫.୪ ଓଭର ରେ ୩ ଉଇକେଟ ହରାଇ ଆବଶ୍ୟକୀୟ ୫୫ ରନ କରି ବିଜୟୀ ହୋଇଥିଲା। ଚତୁର୍ଥ ମ୍ୟାଚ ଟି ଘଣ୍ଟପାଲି ଓ ହିଙ୍ଗମା ମଧ୍ୟରେ ହୋଇଥିଲା। ଏଥିରେ ଘଣ୍ଟପାଲି ପ୍ରଥମେ ବ୍ୟାଟିଂ କରି ୬ ଓଭର ରେ ୫ ଉଇକେଟ ହରାଇ ୪୭ ରନ କରିଥିଲା। ଜବାବରେ ହିଙ୍ଗମା ୬ ଓଭର ରେ ସମସ୍ତ ଉଇକେଟ ହରାଇ ୪୪ ରନ କରି ପରାସ୍ତ ହୋଇଥିଲା। ପ୍ରଥମ ମ୍ୟାଚ୍ ର ବିଜେତା ଅମରପାଲି ଓ ଦ୍ୱିତୀୟ ମ୍ୟାଚ୍ ର ବିଜେତା ଖୁଣ୍ଟୁଲାପାଲି ମଧ୍ୟରେ ପୁଲ - ବି ର ପ୍ରଥମ କ୍ୱାର୍ଟର ଫାଇନାଲ ଖେଳା ଯାଇଥିଲା। ଏଥିରେ ଖୁଣ୍ଟୁଲାପାଲି ପ୍ରଥମେ ବ୍ୟାଟିଂ କରି ୬ ଓଭର ରେ ୬ ଉଇକେଟ ହରାଇ ୫୨ ରନ କରିଥିଲା। ଜବାବରେ ଅମରପାଲି ଜେମ୍ସ ଷ୍ଟାର୍ ଦଳ ୫.୪ ଓଭର ରେ ୪ ଉଇକେଟ ହରାଇ ଆବଶ୍ୟକୀୟ ୫୩ ରନ କରି ବିଜୟୀ ହୋଇଥିଲା। ତୃତୀୟ ମ୍ୟାଚ ର ବିଜେତା ଜଟେସିଂହା ଓ ଚତୁର୍ଥ ମ୍ୟାଚ୍ ର ବିଜେତା ଘଣ୍ଟପାଲି ମଧ୍ୟରେ ଖେଳା ଯାଇଥିବା ଦ୍ୱିତୀୟ କ୍ୱାର୍ଟର ଫାଇନାଲ ରେ ଘଣ୍ଟପାଲି ପ୍ରଥମେ ବ୍ୟାଟିଂ କରି ୬ ଓଭର ରେ ୪୮ ରନ କରିଥିଲା।  ଜବାବରେ ଜଟେସିଂହା ୬ ଓଭର ରେ ୪୪ ରନ  କରି ପରାସ୍ତ ହୋଇଥିଲା। ଘଣ୍ଟପାଲି ଓ ଅମରପାଲି ଜେମ୍ସ ଷ୍ଟାର୍ ମଧ୍ୟରେ ହୋଇଥିବା ସେମି ଫାଇନାଲ ରେ ଅମରପାଲି ୬ ଓଭର ରେ ୪୪ ରନ  କରିଥିବା ବେଳେ ଘଣ୍ଟପାଲି ୪.୩ ଓଭର ରେ ୪୫ ରନ କରି ବିଜୟୀ ହୋଇ ଫାଇନାଲ ରେ ପ୍ରବେଶ କରିଥିଲା। ଫାଇନାଲ ମ୍ୟାଚ୍ ଟି ଘଣ୍ଟପାଲି ଓ ପ୍ରଥମ ଦିନର ବିଜେତା। ଫ୍ରେଣ୍ଡସ କ୍ଲବ ଅମରପାଲି ମଧ୍ୟରେ ହୋଇଥିଲା। ଏଥିରେ ଘଣ୍ଟପାଲି ପ୍ରଥମେ ବ୍ୟାଟିଂ କରି ୬ ଓଭର ରେ ୫ ଉଇକେଟ ହରାଇ ୫୪ ରନ କରିଥିବା ବେଳେ ଅମରପାଲି ୩.୫ ଓଭର ରେ ସମସ୍ତ ଉଇକେଟ ହରାଇ ମାତ୍ର ୧୯ ରନ କରି ପରାସ୍ତ ହୋଇଥିଲା। ଫଳରେ ଘଣ୍ଟପାଲି ମ୍ୟାଚ୍ ରେ ବିଜୟୀ ହୋଇ ଚାମ୍ପିଅନ ହୋଇଥିଲା। ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ସୁବଳୟା ମଣ୍ଡଳ ଭାଜପା ସଭାପତି ଅଶୋକ କୁମାର ସାହୁ ଅତିଥି ଭାବେ ଯୋଗଦେଇ ଥିଲେ।  ଚାମ୍ପିଅନ ଦଳକୁ ନଗଦ ୭ ହଜାର ଟଙ୍କା ସହିତ ଟ୍ରଫି ଏବଂ ଉପ ବିଜେତା ଦଳକୁ ନଗଦ ୫ ହଜାର ଟଙ୍କା ସହିତ ଟ୍ରଫି ପୁରସ୍କୃତ କରାଯାଇଥିଲା। ମ୍ୟାଚ୍ ଗୁଡିକରେ ଜୟ ପ୍ରକାଶ ସାହୁ ଓ ସମ୍ବିତ ମାଝୀ ଅମ୍ପାୟାର , ଅଂଶୁମାନ ପ୍ରଧାନ ସ୍କୋରିଙ୍ଗ ଏବଂ ତଥାଗତ ସାହୁ ଓ ପୀତାମ୍ବର ସାହୁ ଧାରାବୀବରଣୀ ପ୍ରଦାନ କରିଥିଲେ।
    user_Pitambar Sahu
    Pitambar Sahu
    Reporter ବୀରମହାରାଜପୁର, ସୋନପୁର, ଓଡ଼ିଶା•
    14 hrs ago
  • Post by BAHUJAN ADHIKAR
    1
    Post by BAHUJAN ADHIKAR
    user_BAHUJAN ADHIKAR
    BAHUJAN ADHIKAR
    Local News Reporter ବୀରମହାରାଜପୁର, ସୋନପୁର, ଓଡ଼ିଶା•
    15 hrs ago
  • Post by Rajes Argus news
    1
    Post by Rajes Argus news
    user_Rajes Argus news
    Rajes Argus news
    କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    7 hrs ago
  • ହାଇଟେକ୍ ସର୍ଭେର ଜମି ପଟ୍ଟା ବଣ୍ଟନ ଆସନ୍ତା କାଲି ଠାରୁ ଆରମ୍ଭ ହେବ। ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ ଜିଲ୍ଲାପାଳ #ଡ଼_ନୃପରାଜ_ସାହୁ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଅଧୀନରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ କାର୍ଯ୍ୟକ୍ରମ: ୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପୂର୍ଣ୍ଣ ସୁବର୍ଣ୍ଣପୁର: ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ମାଧ୍ୟମରେ ଆଜି ରାଜ୍ୟର ୨୭ଟି ଜିଲ୍ଲାରେ ୧,୦୦୦ରୁ ଉର୍ଦ୍ଧ୍ୱ କନ୍ୟାଙ୍କ ସାମୂହିକ ବିବାହ ଅନୁଷ୍ଠିତ ହୋଇଛି। ଏହି କ୍ରମରେ ଆଜି ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଟାଉନ ହଲ ପ୍ରାଙ୍ଗଣରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ କାର୍ଯ୍ୟକ୍ରମ ସମ୍ପୂର୍ଣ୍ଣ ହୋଇଛି। କାର୍ଯ୍ୟକ୍ରମରେ ମାନ୍ୟବର ବୀରମହାରାଜପୁର ବିଧାୟକ ରଘୁନାଥ ଜଗଦଲା ମୁଖ୍ୟ ଅତିଥି ଭାବେ ଯୋଗଦେଇ ନବଦମ୍ପତୀଙ୍କୁ ଆଶୀର୍ବାଦ ଦେଇ କହିଥିଲେ ଯେ, ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା କେବଳ ଏକ ସରକାରୀ ସହାୟତା ନୁହେଁ, ଏହା ବାଲ୍ୟବିବାହ ବିରୋଧରେ ଏକ ସଂକଳ୍ପ, ଯୌତୁକ ପ୍ରଥା ବିରୋଧରେ ଏକ ସାମାଜିକ ସନ୍ଦେଶ ଓ କନ୍ୟାମାନଙ୍କ ସମ୍ମାନକୁ ସୁନିଶ୍ଚିତ କରିବାର ଏକ ଦୃଢ଼ ପଦକ୍ଷେପ। ଏହି ଯୋଜନା କେବଳ ବିବାହ ଉତ୍ସବ ନୁହେଁ, ବରଂ ସାମାଜିକ ସୁରକ୍ଷା ଏବଂ ଲିଙ୍ଗଗତ ସମାନତା ଦିଗରେ ଓଡ଼ିଶା ସରକାରଙ୍କ ଏକ ଦୃଢ଼ ସଂକଳ୍ପ। ବିଧବା ବିବାହକୁ ପ୍ରୋତ୍ସାହନ ଦେବା ହେଉଛି ଏହି ଯୋଜନାର ସ୍ୱତନ୍ତ୍ର ବିଶେଷତା। ସମ୍ମାନିତ ଅତିଥି ଭାବେ ଜିଲ୍ଲାପାଳ ଡ଼ ନୃପରାଜ ସାହୁ ସମେତ ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ, ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ, ଉପଜିଲ୍ଲାପାଳ ଡ଼ ସୌମ୍ୟରୂପା ରଥ, ଡିଏସପି ରେଣୁକା ସୁନା, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ବୀଣାପାଣି ମିଶ୍ର, ସମାଜସେବୀ ବେଣୁଧର ଦାସ ପ୍ରମୁଖ ମଞ୍ଚାସୀନ ଥିଲେ। ସୂଚନାଯୋଗ୍ୟ କି, ଆଜି ସୁବର୍ଣ୍ଣପୁର ଜିଲ୍ଲାର ୫ଟି ବ୍ଲକ୍‌ରୁ ୩ଟି ଲେଖାଏଁ ଯୋଡି ଆସିଥିବା ବେଳେ ବିନିକା ବ୍ଲକ୍‌ରୁ ୨ଟି ଯୋଡି ଆସିଥିଲେ। ସେମାନଙ୍କ ମଧ୍ୟରେ ଅନୁସୂଚିତ ଜାତି, ଜନଜାତି, ସଂଖ୍ୟାଲଘୁ ଓ ସାଧାରଣ ବର୍ଗର ବରକନ୍ୟା ରହିଥିଲେ। ବିବାହ କରିଥିବା ସମସ୍ତ ୧୭ ଜଣ କନ୍ୟାଙ୍କୁ ୬୦ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ସେଥିମଧ୍ୟରୁ ୪୫ ହଜାର ଟଙ୍କା ସିଧାସଳଖ କନ୍ୟାମାନଙ୍କ ବ୍ୟାଙ୍କ ଖାତାକୁ ପଠାଯାଉଥିବା ବେଳେ ଅବଶିଷ୍ଟ ୧୫ ହଜାର ଟଙ୍କା ବିବାହ ଆୟୋଜନ ଓ ପରିଚାଳନା ନିମନ୍ତେ ଖର୍ଚ୍ଚ କରାଯାଉଛି। ଏହି ସମ୍ପୂର୍ଣ୍ଣ ପ୍ରକ୍ରିୟାରେ ପରିବାରବର୍ଗ ଏବଂ ଜିଲ୍ଲା ପ୍ରଶାସନ ତଥା ସମାଜ କଳ୍ୟାଣ ବିଭାଗର ତତ୍ତ୍ୱାବଧାନରେ ସମ୍ପାଦିତ ହୋଇଛି। ବିବାହ ସମ୍ପୂର୍ଣ୍ଣ ପରେ ସମସ୍ତ ନବବିବାହିତ ଦମ୍ପତି ଯୌତୁକ ପ୍ରଥା ବିରୋଧରେ ପ୍ରତିଜ୍ଞା ନେବା ସହ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ବିବାହ ପରେ ଗୋଟିଏ ଲେଖାଏଁ ଗଛ ସମସ୍ତ ଦମ୍ପତିଙ୍କୁ ପ୍ରଦାନ କରାଯାଇଥିଲା, ସେମାନେ ଏହାର ଯତ୍ନ ନେବେ ଏବଂ ସେହି ଗଛର ଜୀବନ ତାଙ୍କର ବିବାହର ସମୟର ପ୍ରତୀକ ହେବ। ଏହି ଅବସରରେ ଇଂ ରଘୁନାଥ ଜଗଦଲା ମଧ୍ୟ ସମସ୍ତ ନୂତନ ଦମ୍ପତିଙ୍କୁ ଉପହାର ଦେଇଥିଲେ। ଜିଲ୍ଲା ଓଏସ ଏବଂ ଓଆରଏସ ସଂଘ ତରଫରୁ ମଧ୍ୟ ସେମାନଙ୍କୁ ଗୋଟିଏ ଲେଖାଏଁ ହାତଘଣ୍ଟା ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମରେ ସମସ୍ତ ଅଧିକାରୀ ଉପସ୍ଥିତ ରହି ସାମୂହିକ ବିବାହକୁ ସଫଳ କରିବାରେ ସହଯୋଗ କରିଥିଲେ।
    1
    ହାଇଟେକ୍ ସର୍ଭେର ଜମି ପଟ୍ଟା ବଣ୍ଟନ ଆସନ୍ତା କାଲି ଠାରୁ ଆରମ୍ଭ ହେବ। ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ ଜିଲ୍ଲାପାଳ #ଡ଼_ନୃପରାଜ_ସାହୁ 
ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଅଧୀନରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ କାର୍ଯ୍ୟକ୍ରମ: ୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପୂର୍ଣ୍ଣ
ସୁବର୍ଣ୍ଣପୁର: ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ମାଧ୍ୟମରେ ଆଜି ରାଜ୍ୟର ୨୭ଟି ଜିଲ୍ଲାରେ ୧,୦୦୦ରୁ ଉର୍ଦ୍ଧ୍ୱ କନ୍ୟାଙ୍କ ସାମୂହିକ ବିବାହ ଅନୁଷ୍ଠିତ ହୋଇଛି। ଏହି କ୍ରମରେ ଆଜି ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଟାଉନ ହଲ ପ୍ରାଙ୍ଗଣରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ କାର୍ଯ୍ୟକ୍ରମ ସମ୍ପୂର୍ଣ୍ଣ ହୋଇଛି।
କାର୍ଯ୍ୟକ୍ରମରେ ମାନ୍ୟବର ବୀରମହାରାଜପୁର ବିଧାୟକ ରଘୁନାଥ ଜଗଦଲା ମୁଖ୍ୟ ଅତିଥି ଭାବେ ଯୋଗଦେଇ ନବଦମ୍ପତୀଙ୍କୁ ଆଶୀର୍ବାଦ ଦେଇ କହିଥିଲେ ଯେ, ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା କେବଳ ଏକ ସରକାରୀ ସହାୟତା ନୁହେଁ, ଏହା ବାଲ୍ୟବିବାହ ବିରୋଧରେ ଏକ ସଂକଳ୍ପ, ଯୌତୁକ ପ୍ରଥା ବିରୋଧରେ ଏକ ସାମାଜିକ ସନ୍ଦେଶ ଓ କନ୍ୟାମାନଙ୍କ ସମ୍ମାନକୁ ସୁନିଶ୍ଚିତ କରିବାର ଏକ ଦୃଢ଼ ପଦକ୍ଷେପ। ଏହି ଯୋଜନା କେବଳ ବିବାହ ଉତ୍ସବ ନୁହେଁ, ବରଂ ସାମାଜିକ ସୁରକ୍ଷା ଏବଂ ଲିଙ୍ଗଗତ ସମାନତା ଦିଗରେ ଓଡ଼ିଶା ସରକାରଙ୍କ ଏକ ଦୃଢ଼ ସଂକଳ୍ପ। ବିଧବା ବିବାହକୁ ପ୍ରୋତ୍ସାହନ ଦେବା ହେଉଛି ଏହି ଯୋଜନାର ସ୍ୱତନ୍ତ୍ର ବିଶେଷତା।
ସମ୍ମାନିତ ଅତିଥି ଭାବେ ଜିଲ୍ଲାପାଳ ଡ଼ ନୃପରାଜ ସାହୁ ସମେତ ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ, ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ, ଉପଜିଲ୍ଲାପାଳ ଡ଼ ସୌମ୍ୟରୂପା ରଥ, ଡିଏସପି ରେଣୁକା ସୁନା, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ବୀଣାପାଣି ମିଶ୍ର, ସମାଜସେବୀ ବେଣୁଧର ଦାସ ପ୍ରମୁଖ ମଞ୍ଚାସୀନ ଥିଲେ।
ସୂଚନାଯୋଗ୍ୟ କି, ଆଜି ସୁବର୍ଣ୍ଣପୁର ଜିଲ୍ଲାର ୫ଟି ବ୍ଲକ୍‌ରୁ ୩ଟି ଲେଖାଏଁ ଯୋଡି ଆସିଥିବା ବେଳେ ବିନିକା ବ୍ଲକ୍‌ରୁ ୨ଟି ଯୋଡି ଆସିଥିଲେ। ସେମାନଙ୍କ ମଧ୍ୟରେ ଅନୁସୂଚିତ ଜାତି, ଜନଜାତି, ସଂଖ୍ୟାଲଘୁ ଓ ସାଧାରଣ ବର୍ଗର ବରକନ୍ୟା ରହିଥିଲେ। ବିବାହ କରିଥିବା ସମସ୍ତ ୧୭ ଜଣ କନ୍ୟାଙ୍କୁ ୬୦ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ସେଥିମଧ୍ୟରୁ ୪୫ ହଜାର ଟଙ୍କା ସିଧାସଳଖ କନ୍ୟାମାନଙ୍କ ବ୍ୟାଙ୍କ ଖାତାକୁ ପଠାଯାଉଥିବା ବେଳେ ଅବଶିଷ୍ଟ ୧୫ ହଜାର ଟଙ୍କା ବିବାହ ଆୟୋଜନ ଓ ପରିଚାଳନା ନିମନ୍ତେ ଖର୍ଚ୍ଚ କରାଯାଉଛି। ଏହି ସମ୍ପୂର୍ଣ୍ଣ ପ୍ରକ୍ରିୟାରେ ପରିବାରବର୍ଗ ଏବଂ ଜିଲ୍ଲା ପ୍ରଶାସନ ତଥା ସମାଜ କଳ୍ୟାଣ ବିଭାଗର ତତ୍ତ୍ୱାବଧାନରେ ସମ୍ପାଦିତ ହୋଇଛି। ବିବାହ ସମ୍ପୂର୍ଣ୍ଣ ପରେ ସମସ୍ତ ନବବିବାହିତ ଦମ୍ପତି ଯୌତୁକ ପ୍ରଥା ବିରୋଧରେ ପ୍ରତିଜ୍ଞା ନେବା ସହ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।
ବିବାହ ପରେ ଗୋଟିଏ ଲେଖାଏଁ ଗଛ ସମସ୍ତ ଦମ୍ପତିଙ୍କୁ ପ୍ରଦାନ କରାଯାଇଥିଲା, ସେମାନେ ଏହାର ଯତ୍ନ ନେବେ ଏବଂ ସେହି ଗଛର ଜୀବନ ତାଙ୍କର ବିବାହର ସମୟର ପ୍ରତୀକ ହେବ। ଏହି ଅବସରରେ ଇଂ ରଘୁନାଥ ଜଗଦଲା ମଧ୍ୟ ସମସ୍ତ ନୂତନ ଦମ୍ପତିଙ୍କୁ ଉପହାର ଦେଇଥିଲେ। ଜିଲ୍ଲା ଓଏସ ଏବଂ ଓଆରଏସ ସଂଘ ତରଫରୁ ମଧ୍ୟ ସେମାନଙ୍କୁ ଗୋଟିଏ ଲେଖାଏଁ ହାତଘଣ୍ଟା ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମରେ ସମସ୍ତ ଅଧିକାରୀ ଉପସ୍ଥିତ ରହି ସାମୂହିକ ବିବାହକୁ ସଫଳ କରିବାରେ ସହଯୋଗ କରିଥିଲେ।
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    2 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.