logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ବାପାର ଛୁରା ମାଡ଼ରେ ପୁଅ ଆହତ ।ବାପା ଗୁରୁତର । ମଦ ପିଇ ପୁଅକୁ ଆକ୍ରମଣ କରି ବାପ ଗୁରୁତର l ଗୁରୁତର ହେଉଛନ୍ତି ପୁରୀ ଅଠରନଳା ଜଗନ୍ନାଥ ମଣ୍ଡଳ ।ଗୁରୁତରଙ୍କୁ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।ପୁଅ ଶିବୁ ମଣ୍ଡଳ ମଧ୍ୟ ଆହାତ ହୋଇଛି।ଅତ୍ୟଧିକ ମଦ୍ୟପାନ କରି ବାପା ଏଭଳି କାରନାମା କରିଥିବା ଅଭିଯୋଗ ହୋଇଛି।ଆଜି ଅପରାହ୍ନରେ ଅଟୋ ଚାଳକ ଜଗନ୍ନାଥ ମଣ୍ଡଳ ଅତ୍ୟଧିକ ମଦ୍ୟପାନ କରି ପୁଅକୁ ସଂଗ୍ରାମ କ୍ଲବ ନିକଟକୁ ଡାକିଥିଲେ।ପୁଅ ଆସି କଥାବାର୍ତ୍ତା ହେଉଥିବା ସମୟରେ ହଠାତ୍ ନିଶାସକ୍ତ ଅବସ୍ଥାରେ ଜଗନ୍ନାଥ ନିଜ ପାଖରେ ଥିବା ଚୁରି ଦ୍ବାରା ପୁଅକୁ ଅତର୍କିତ ଆକ୍ରମଣ କରିଥିଲେ। ତା ଛାତିରେ ଆଘାତ ଲାଗିଛି।ପୁଅ ଶିବୁ ନିଜକୁ ବଞ୍ଚାଇବାକୁ ଉଦ୍ୟମ କରିବା ବେଳେ ଚୁରୀଟି ନିଜ କାନ ପାଖରେ ଭୂଷି ହୋଇଯାଇଥିଲା।ଗୁରୁତର ଜଗନ୍ନାଥ ମଣ୍ଡଳଙ୍କୁ ତୁରନ୍ତ ଚିକିତ୍ସା ପାଇଁ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।ଖବର ପାଇ କୁମ୍ଭାରପଡା ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି l

1 day ago
user_Manoj kumar baliyarsingh
Manoj kumar baliyarsingh
Journalist ପୁରୀ (M), ପୁରୀ, ଓଡ଼ିଶା•

More news from ଓଡ଼ିଶା and nearby areas
  • Post by User5115 Susanta Kumar Pattnaik
    1
    Post by User5115 Susanta Kumar Pattnaik
    user_User5115 Susanta Kumar Pattnaik
    User5115 Susanta Kumar Pattnaik
    Journalist ଜଟଣୀ, ଖୋର୍ଦ୍ଧା, ଓଡ଼ିଶା•
    2 hrs ago
  • ଯାଜପୁର ଧାମରା ରେଳ ପ୍ରକଳ୍ପ ବେସରକାରୀ ସଂସ୍ଥାକୁ ଦିଆନଯାଉ
    1
    ଯାଜପୁର ଧାମରା ରେଳ ପ୍ରକଳ୍ପ ବେସରକାରୀ ସଂସ୍ଥାକୁ ଦିଆନଯାଉ
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    11 hrs ago
  • ଇଟାମାଟିରେ ନୂତନ ବର୍ଷର ବନ୍ଧୁମିଳନ ଉତ୍ସବ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ପ୍ରତ୍ୟୁଷା ରାଜେଶ୍ୱରୀ ​ଇଟାମାଟି (ନୟାଗଡ଼): ନୟାଗଡ଼ ଜିଲ୍ଲା ଇଟାମାଟିଠାରେ ଆଜି ନୂତନ ବର୍ଷର ଏକ ଭବ୍ୟ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ର ବିଜେପି ନାରୀ ନେତ୍ରୀ ଶ୍ରୀମତୀ ପ୍ରତ୍ୟୁଷା ରାଜେଶ୍ୱରୀ ସିଂହ ଯୋଗ ଦେଇ ସମସ୍ତଙ୍କୁ ନୂତନ ବର୍ଷର ଶୁଭେଚ୍ଛା ଜଣାଇବା ସହ ସଂଗଠନକୁ ମଜବୁତ କରିବା ପାଇଁ ଆହ୍ୱାନ ଦେଇଥିଲେ। ​ମଣ୍ଡଳ ସଭାପତିଙ୍କ ଅଭିଭାଷଣ: ଏହି ସଭାରେ ମଣ୍ଡଳ ସଭାପତି ନିଜ ବକ୍ତବ୍ୟ ରଖି କହିଥିଲେ ଯେ, ସ୍ଥାନୀୟ ଅଞ୍ଚଳରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ଏକତା ବଜାୟ ରଖିବା ଏବଂ ଜନସାଧାରଣଙ୍କ ସେବାରେ ନିଜକୁ ନିୟୋଜିତ କରିବା ଆମର ମୁଖ୍ୟ ଲକ୍ଷ୍ୟ। ସେ ଆଗାମୀ ଦିନରେ ଅଞ୍ଚଳର ବିଭିନ୍ନ ସମସ୍ୟା ଓ ତା’ର ସମାଧାନ ଦିଗରେ ଦଳ ପକ୍ଷରୁ ନିଆଯାଉଥିବା ପଦକ୍ଷେପ ବିଷୟରେ ମଧ୍ୟ ଆଲୋକପାତ କରିଥିଲେ। ​ପୁରୀ ସାଂସଦଙ୍କ ଅନୁପସ୍ଥିତି: ସୂଚନାଯୋଗ୍ୟ ଯେ, ଏହି କାର୍ଯ୍ୟକ୍ରମରେ ପୁରୀ ସାଂସଦ ଯୋଗଦେବାର ସୂଚନା ରହିଥିଲା, ମାତ୍ର କାର୍ଯ୍ୟ ବ୍ୟସ୍ତତା କାରଣରୁ ସେ ଆସିପାରି ନଥିବା ସଭାରେ ସୂଚନା ଦିଆଯାଇଥିଲା। ସାଂସଦଙ୍କ ଅନୁପସ୍ଥିତି ସତ୍ତ୍ୱେ କର୍ମକର୍ତ୍ତାଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଥିଲା। ​ଶେଷରେ ସ୍ଥାନୀୟ ନେତୃବୃନ୍ଦଙ୍କ ଉପସ୍ଥିତିରେ ଏହି ବନ୍ଧୁମିଳନ ଉତ୍ସବଟି ସଫଳତାର ସହ ସମାପ୍ତ ହୋଇଥିଲା।
    4
    ଇଟାମାଟିରେ ନୂତନ ବର୍ଷର ବନ୍ଧୁମିଳନ ଉତ୍ସବ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ପ୍ରତ୍ୟୁଷା ରାଜେଶ୍ୱରୀ
​ଇଟାମାଟି (ନୟାଗଡ଼):
ନୟାଗଡ଼ ଜିଲ୍ଲା ଇଟାମାଟିଠାରେ ଆଜି ନୂତନ ବର୍ଷର ଏକ ଭବ୍ୟ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ର ବିଜେପି ନାରୀ ନେତ୍ରୀ ଶ୍ରୀମତୀ ପ୍ରତ୍ୟୁଷା ରାଜେଶ୍ୱରୀ ସିଂହ ଯୋଗ ଦେଇ ସମସ୍ତଙ୍କୁ ନୂତନ ବର୍ଷର ଶୁଭେଚ୍ଛା ଜଣାଇବା ସହ ସଂଗଠନକୁ ମଜବୁତ କରିବା ପାଇଁ ଆହ୍ୱାନ ଦେଇଥିଲେ।
​ମଣ୍ଡଳ ସଭାପତିଙ୍କ ଅଭିଭାଷଣ:
ଏହି ସଭାରେ ମଣ୍ଡଳ ସଭାପତି ନିଜ ବକ୍ତବ୍ୟ ରଖି କହିଥିଲେ ଯେ, ସ୍ଥାନୀୟ ଅଞ୍ଚଳରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ଏକତା ବଜାୟ ରଖିବା ଏବଂ ଜନସାଧାରଣଙ୍କ ସେବାରେ ନିଜକୁ ନିୟୋଜିତ କରିବା ଆମର ମୁଖ୍ୟ ଲକ୍ଷ୍ୟ। ସେ ଆଗାମୀ ଦିନରେ ଅଞ୍ଚଳର ବିଭିନ୍ନ ସମସ୍ୟା ଓ ତା’ର ସମାଧାନ ଦିଗରେ ଦଳ ପକ୍ଷରୁ ନିଆଯାଉଥିବା ପଦକ୍ଷେପ ବିଷୟରେ ମଧ୍ୟ ଆଲୋକପାତ କରିଥିଲେ।
​ପୁରୀ ସାଂସଦଙ୍କ ଅନୁପସ୍ଥିତି:
ସୂଚନାଯୋଗ୍ୟ ଯେ, ଏହି କାର୍ଯ୍ୟକ୍ରମରେ ପୁରୀ ସାଂସଦ ଯୋଗଦେବାର ସୂଚନା ରହିଥିଲା, ମାତ୍ର କାର୍ଯ୍ୟ ବ୍ୟସ୍ତତା କାରଣରୁ ସେ ଆସିପାରି ନଥିବା ସଭାରେ ସୂଚନା ଦିଆଯାଇଥିଲା। ସାଂସଦଙ୍କ ଅନୁପସ୍ଥିତି ସତ୍ତ୍ୱେ କର୍ମକର୍ତ୍ତାଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଥିଲା।
​ଶେଷରେ ସ୍ଥାନୀୟ ନେତୃବୃନ୍ଦଙ୍କ ଉପସ୍ଥିତିରେ ଏହି ବନ୍ଧୁମିଳନ ଉତ୍ସବଟି ସଫଳତାର ସହ ସମାପ୍ତ ହୋଇଥିଲା।
    user_ଜାଗ୍ରତ ନିୟୁଜ
    ଜାଗ୍ରତ ନିୟୁଜ
    Dyeworks ଇଟାମାଟି, ନୟାଗଡ଼, ଓଡ଼ିଶା•
    9 hrs ago
  • 53 ନମ୍ବର ଜାତୀୟ ରାଜପଥ ସିଳୁପୁର ଠାରେ ଅଣ୍ଡର ବାଇପାସ ନିର୍ମାଣ ଦାବିରେ ସ୍ଥାନୀୟ ଅଞ୍ଚଳ ବାସୀଙ୍କ ପକ୍ଷରୁ ପ୍ରେସ ମିଟି...!
    1
    53 ନମ୍ବର ଜାତୀୟ ରାଜପଥ ସିଳୁପୁର ଠାରେ ଅଣ୍ଡର ବାଇପାସ ନିର୍ମାଣ ଦାବିରେ ସ୍ଥାନୀୟ ଅଞ୍ଚଳ ବାସୀଙ୍କ ପକ୍ଷରୁ ପ୍ରେସ ମିଟି...!
    user_Sarbeswar malik
    Sarbeswar malik
    Press କେନ୍ଦ୍ରାପଡା, କେନ୍ଦ୍ରାପଡ଼ା, ଓଡ଼ିଶା•
    12 min ago
  • ଜାନୁୟାରୀ 26 ପାଇଁ ପ୍ରଶାସନ ର ବୈଠକ
    2
    ଜାନୁୟାରୀ 26 ପାଇଁ ପ୍ରଶାସନ ର ବୈଠକ
    user_Dipak Kumar Nayak
    Dipak Kumar Nayak
    Voice of people ଢେଙ୍କାନାଳ ସଦର, ଢେଙ୍କାନାଳ, ଓଡ଼ିଶା•
    13 hrs ago
  • Post by Chocolate boy Kumar
    1
    Post by Chocolate boy Kumar
    user_Chocolate boy Kumar
    Chocolate boy Kumar
    Kodala, Ganjam•
    13 hrs ago
  • - ପଞ୍ଚଭୂତରେ ଲୀନ ହେଲା ବରିଷ୍ଠ ସାମ୍ବାଦିକା ଶିଲା ପଟ୍ଟନାୟକଙ୍କ ପାର୍ଥିବ ଶରୀର।ନ୍ୟୁଜ7 ର ବରିଷ୍ଠ ସାମ୍ବାଦିକା ଶିଲା ପଟ୍ଟନାୟକଙ୍କ ଶେଷକୃତ୍ୟ ପୁରୀ ସ୍ବର୍ଗଦ୍ବାରରେ ସମ୍ପନ୍ନ ହୋଇଛି। ଶୋକାକୁଳ ପରିବେଶ ମଧ୍ୟରେ ପୁଅ ବିଘ୍ନେଶ ପଟ୍ଟନାୟକ ମୁଖାଗ୍ନି ଦେଇଥିଲେ। ତେବେ ଶିଲା ପଟ୍ଟନାୟକଙ୍କ ଶେଷ ଦର୍ଶନ ପାଇଁ ସ୍ବର୍ଗଦ୍ବାରରେ ତାଙ୍କର ସମ୍ପର୍କୀୟ, ପରିବାର ଲୋକେ, ନ୍ୟୁଜ7 ର ସମ୍ପାଦକ ଦେବ ନାରାୟଣ ସେଠୀ, ପୁରୀ ନ୍ୟୁଜ7 ର ବ୍ୟୁରୋ ଚିଫ ଚିତ୍ତରଞ୍ଜନ ମହାନ୍ତି, ଚନ୍ଦ୍ରଶେଖର ପାତ୍ର, ନିରଞ୍ଜନ ସାହୁ, ଅବିନାଶ ଦାସ, ଲକ୍ଷ୍ମୀଧର ମହାପାତ୍ର, ରବିନ୍ଦ୍ର ସାମଲ, ମଧୂସୁଦନ ମିଶ୍ର, ରାଜଶ୍ରୀ ସାହୁ, ପ୍ରତୀକ ଆଦିତ୍ୟ, ସୁଦର୍ଶନ ବାରିକ, ରୀତିକ ବିଶ୍ବାଳଙ୍କ ସହିତ ଅନ୍ୟାନ୍ୟ ସହଯୋଗୀ ମାନେ ଉପସ୍ଥିତ ଥିଲେ। ଗତକାଲି ପିପିଲି ମଙ୍ଗଳପୁର ନିକଟରେ ବସ୍ ଧକ୍କାରେ ଶିଲା ପଟ୍ଟନାୟକଙ୍କ ସହିତ ତାଙ୍କ ସହିତ ଥିବା ଅନ୍ୟ ଜଣେ ମହିଳାଙ୍କର ମୃତ୍ୟୁ ହୋଇଥିଲା। ଶିଲା ପଟ୍ଟନାୟକଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ଙ୍କ ସହିତ ଅନ୍ୟାନ୍ୟ ମନ୍ତ୍ରୀ ମାନେ ଦୁଃଖ ପ୍ରକାଶ କରିବା ସହିତ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ରୁ ୪ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା ହୋଇଛି। ଶିଲା ପଟ୍ଟନାୟକ ଜଣେ ଦକ୍ଷ ଏବଂ ସଚ୍ଚୋଟ ସାମ୍ବାଦିକା ଥିଲେ। ସାମ୍ବାଦିକ ଜଗତ ରେ ସାମ୍ବାଦିକା ଶିଲା ପଟ୍ଟନାୟକ ଏକ ମାଇଲ୍ ଖୁଣ୍ଟ ଥିଲେ। ତାଙ୍କ ଭଳି ଜଣେ ଦକ୍ଷ ସାମ୍ବାଦିକା ଙ୍କୁ ହରାଇ ସମସ୍ତେ ମର୍ମାହତ ଏବଂ ଦୁଃଖିତ ହୋଇ ପଡିଛନ୍ତି।
    4
    - ପଞ୍ଚଭୂତରେ ଲୀନ ହେଲା ବରିଷ୍ଠ ସାମ୍ବାଦିକା ଶିଲା ପଟ୍ଟନାୟକଙ୍କ ପାର୍ଥିବ ଶରୀର।ନ୍ୟୁଜ7 ର ବରିଷ୍ଠ ସାମ୍ବାଦିକା ଶିଲା ପଟ୍ଟନାୟକଙ୍କ ଶେଷକୃତ୍ୟ ପୁରୀ ସ୍ବର୍ଗଦ୍ବାରରେ ସମ୍ପନ୍ନ ହୋଇଛି। ଶୋକାକୁଳ ପରିବେଶ ମଧ୍ୟରେ ପୁଅ ବିଘ୍ନେଶ ପଟ୍ଟନାୟକ ମୁଖାଗ୍ନି ଦେଇଥିଲେ। ତେବେ ଶିଲା ପଟ୍ଟନାୟକଙ୍କ ଶେଷ ଦର୍ଶନ ପାଇଁ ସ୍ବର୍ଗଦ୍ବାରରେ ତାଙ୍କର ସମ୍ପର୍କୀୟ, ପରିବାର ଲୋକେ, ନ୍ୟୁଜ7 ର ସମ୍ପାଦକ ଦେବ ନାରାୟଣ ସେଠୀ, ପୁରୀ ନ୍ୟୁଜ7 ର ବ୍ୟୁରୋ ଚିଫ ଚିତ୍ତରଞ୍ଜନ ମହାନ୍ତି, ଚନ୍ଦ୍ରଶେଖର ପାତ୍ର, ନିରଞ୍ଜନ ସାହୁ, ଅବିନାଶ ଦାସ, ଲକ୍ଷ୍ମୀଧର ମହାପାତ୍ର, ରବିନ୍ଦ୍ର ସାମଲ, ମଧୂସୁଦନ ମିଶ୍ର, ରାଜଶ୍ରୀ ସାହୁ, ପ୍ରତୀକ ଆଦିତ୍ୟ, ସୁଦର୍ଶନ ବାରିକ, ରୀତିକ ବିଶ୍ବାଳଙ୍କ ସହିତ ଅନ୍ୟାନ୍ୟ ସହଯୋଗୀ ମାନେ ଉପସ୍ଥିତ ଥିଲେ। ଗତକାଲି ପିପିଲି ମଙ୍ଗଳପୁର ନିକଟରେ ବସ୍ ଧକ୍କାରେ ଶିଲା ପଟ୍ଟନାୟକଙ୍କ ସହିତ ତାଙ୍କ ସହିତ ଥିବା ଅନ୍ୟ ଜଣେ ମହିଳାଙ୍କର ମୃତ୍ୟୁ ହୋଇଥିଲା। ଶିଲା ପଟ୍ଟନାୟକଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ଙ୍କ ସହିତ ଅନ୍ୟାନ୍ୟ ମନ୍ତ୍ରୀ ମାନେ ଦୁଃଖ ପ୍ରକାଶ କରିବା ସହିତ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ରୁ ୪ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା ହୋଇଛି। ଶିଲା ପଟ୍ଟନାୟକ ଜଣେ ଦକ୍ଷ ଏବଂ ସଚ୍ଚୋଟ ସାମ୍ବାଦିକା ଥିଲେ। ସାମ୍ବାଦିକ ଜଗତ ରେ ସାମ୍ବାଦିକା ଶିଲା ପଟ୍ଟନାୟକ ଏକ ମାଇଲ୍ ଖୁଣ୍ଟ ଥିଲେ। ତାଙ୍କ ଭଳି ଜଣେ ଦକ୍ଷ ସାମ୍ବାଦିକା ଙ୍କୁ ହରାଇ ସମସ୍ତେ ମର୍ମାହତ ଏବଂ ଦୁଃଖିତ ହୋଇ ପଡିଛନ୍ତି।
    user_Manoj kumar baliyarsingh
    Manoj kumar baliyarsingh
    Journalist ପୁରୀ (M), ପୁରୀ, ଓଡ଼ିଶା•
    16 hrs ago
  • Post by User5115 Susanta Kumar Pattnaik
    1
    Post by User5115 Susanta Kumar Pattnaik
    user_User5115 Susanta Kumar Pattnaik
    User5115 Susanta Kumar Pattnaik
    Journalist ଜଟଣୀ, ଖୋର୍ଦ୍ଧା, ଓଡ଼ିଶା•
    2 hrs ago
  • ଇଟାମାଟିରେ ନୂତନ ବର୍ଷର ବନ୍ଧୁମିଳନ ଉତ୍ସବ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ପ୍ରତ୍ୟୁଷା ରାଜେଶ୍ୱରୀ ​ଇଟାମାଟି (ନୟାଗଡ଼): ନୟାଗଡ଼ ଜିଲ୍ଲା ଇଟାମାଟିଠାରେ ଆଜି ନୂତନ ବର୍ଷର ଏକ ଭବ୍ୟ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ର ବିଜେପି ନାରୀ ନେତ୍ରୀ ଶ୍ରୀମତୀ ପ୍ରତ୍ୟୁଷା ରାଜେଶ୍ୱରୀ ସିଂହ ଯୋଗ ଦେଇ ସମସ୍ତଙ୍କୁ ନୂତନ ବର୍ଷର ଶୁଭେଚ୍ଛା ଜଣାଇବା ସହ ସଂଗଠନକୁ ମଜବୁତ କରିବା ପାଇଁ ଆହ୍ୱାନ ଦେଇଥିଲେ। ​ମଣ୍ଡଳ ସଭାପତିଙ୍କ ଅଭିଭାଷଣ: ଏହି ସଭାରେ ମଣ୍ଡଳ ସଭାପତି ନିଜ ବକ୍ତବ୍ୟ ରଖି କହିଥିଲେ ଯେ, ସ୍ଥାନୀୟ ଅଞ୍ଚଳରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ଏକତା ବଜାୟ ରଖିବା ଏବଂ ଜନସାଧାରଣଙ୍କ ସେବାରେ ନିଜକୁ ନିୟୋଜିତ କରିବା ଆମର ମୁଖ୍ୟ ଲକ୍ଷ୍ୟ। ସେ ଆଗାମୀ ଦିନରେ ଅଞ୍ଚଳର ବିଭିନ୍ନ ସମସ୍ୟା ଓ ତା’ର ସମାଧାନ ଦିଗରେ ଦଳ ପକ୍ଷରୁ ନିଆଯାଉଥିବା ପଦକ୍ଷେପ ବିଷୟରେ ମଧ୍ୟ ଆଲୋକପାତ କରିଥିଲେ। ​ପୁରୀ ସାଂସଦଙ୍କ ଅନୁପସ୍ଥିତି: ସୂଚନାଯୋଗ୍ୟ ଯେ, ଏହି କାର୍ଯ୍ୟକ୍ରମରେ ପୁରୀ ସାଂସଦ ଯୋଗଦେବାର ସୂଚନା ରହିଥିଲା, ମାତ୍ର କାର୍ଯ୍ୟ ବ୍ୟସ୍ତତା କାରଣରୁ ସେ ଆସିପାରି ନଥିବା ସଭାରେ ସୂଚନା ଦିଆଯାଇଥିଲା। ସାଂସଦଙ୍କ ଅନୁପସ୍ଥିତି ସତ୍ତ୍ୱେ କର୍ମକର୍ତ୍ତାଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଥିଲା। ​ଶେଷରେ ସ୍ଥାନୀୟ ନେତୃବୃନ୍ଦଙ୍କ ଉପସ୍ଥିତିରେ ଏହି ବନ୍ଧୁମିଳନ ଉତ୍ସବଟି ସଫଳତାର ସହ ସମାପ୍ତ ହୋଇଥିଲା।
    4
    ଇଟାମାଟିରେ ନୂତନ ବର୍ଷର ବନ୍ଧୁମିଳନ ଉତ୍ସବ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ପ୍ରତ୍ୟୁଷା ରାଜେଶ୍ୱରୀ
​ଇଟାମାଟି (ନୟାଗଡ଼):
ନୟାଗଡ଼ ଜିଲ୍ଲା ଇଟାମାଟିଠାରେ ଆଜି ନୂତନ ବର୍ଷର ଏକ ଭବ୍ୟ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ର ବିଜେପି ନାରୀ ନେତ୍ରୀ ଶ୍ରୀମତୀ ପ୍ରତ୍ୟୁଷା ରାଜେଶ୍ୱରୀ ସିଂହ ଯୋଗ ଦେଇ ସମସ୍ତଙ୍କୁ ନୂତନ ବର୍ଷର ଶୁଭେଚ୍ଛା ଜଣାଇବା ସହ ସଂଗଠନକୁ ମଜବୁତ କରିବା ପାଇଁ ଆହ୍ୱାନ ଦେଇଥିଲେ।
​ମଣ୍ଡଳ ସଭାପତିଙ୍କ ଅଭିଭାଷଣ:
ଏହି ସଭାରେ ମଣ୍ଡଳ ସଭାପତି ନିଜ ବକ୍ତବ୍ୟ ରଖି କହିଥିଲେ ଯେ, ସ୍ଥାନୀୟ ଅଞ୍ଚଳରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ଏକତା ବଜାୟ ରଖିବା ଏବଂ ଜନସାଧାରଣଙ୍କ ସେବାରେ ନିଜକୁ ନିୟୋଜିତ କରିବା ଆମର ମୁଖ୍ୟ ଲକ୍ଷ୍ୟ। ସେ ଆଗାମୀ ଦିନରେ ଅଞ୍ଚଳର ବିଭିନ୍ନ ସମସ୍ୟା ଓ ତା’ର ସମାଧାନ ଦିଗରେ ଦଳ ପକ୍ଷରୁ ନିଆଯାଉଥିବା ପଦକ୍ଷେପ ବିଷୟରେ ମଧ୍ୟ ଆଲୋକପାତ କରିଥିଲେ।
​ପୁରୀ ସାଂସଦଙ୍କ ଅନୁପସ୍ଥିତି:
ସୂଚନାଯୋଗ୍ୟ ଯେ, ଏହି କାର୍ଯ୍ୟକ୍ରମରେ ପୁରୀ ସାଂସଦ ଯୋଗଦେବାର ସୂଚନା ରହିଥିଲା, ମାତ୍ର କାର୍ଯ୍ୟ ବ୍ୟସ୍ତତା କାରଣରୁ ସେ ଆସିପାରି ନଥିବା ସଭାରେ ସୂଚନା ଦିଆଯାଇଥିଲା। ସାଂସଦଙ୍କ ଅନୁପସ୍ଥିତି ସତ୍ତ୍ୱେ କର୍ମକର୍ତ୍ତାଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଥିଲା।
​ଶେଷରେ ସ୍ଥାନୀୟ ନେତୃବୃନ୍ଦଙ୍କ ଉପସ୍ଥିତିରେ ଏହି ବନ୍ଧୁମିଳନ ଉତ୍ସବଟି ସଫଳତାର ସହ ସମାପ୍ତ ହୋଇଥିଲା।
    user_ଜାଗ୍ରତ ନିୟୁଜ
    ଜାଗ୍ରତ ନିୟୁଜ
    Dyeworks ଇଟାମାଟି, ନୟାଗଡ଼, ଓଡ଼ିଶା•
    9 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.