logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ପ୍ରଚଣ୍ଡ ଗ୍ରୀଷ୍ମରେ ଆକ୍ସନ୍ ମୋଡ୍‌ରେ ବୌଦ୍ଧ ଜିଲ୍ଲାପାଳ ! ପାଣି ଓ ବିଦ୍ୟୁତ୍ ସମସ୍ୟା ନେଇ କଡା ନିର୍ଦ୍ଦେଶ ବୌଦ୍ଧ ଜିଲ୍ଲା ହରଭଙ୍ଗା ପଞ୍ଚାୟତ ସମିତିରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ l ବୌଦ୍ଧ ଜିଲ୍ଲା ହରଭଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ରାହୁଲ ଗୋଏଲ୍ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସେନା, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ , ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ମହେନ୍ଦ୍ର କୁମାର ସାହୁ, ପ୍ରମୁଖ ଉପସ୍ଥିତ ଥିଲେ l ଆଜିର ଶିବିରରେ ୭୩ ଗୋଟି ବ୍ୟକ୍ତିଗତ ଓ ୦୫ ଟି ଗୋଷ୍ଠିଗତ ଏଭଳି ମୋଟ ୭୮ ଗୋଟି ଅଭିଯୋଗର ଶୁଣାଣି ଜିଲ୍ଲାପାଳ କରିଥିଲେ । ୨୯ ଟି ଅଭିଯୋଗର ତୁରନ୍ତ ସମାଧାନ ହୋଇଥିଲା l ଅନ୍ୟାନ୍ୟ ଅଭିଯୋଗ ଉପରେ ଶୀଘ୍ର ପଦକ୍ଷେପ ନେବା ପାଇଁ ସଂପୃକ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ସେହିପରି ଜଣେ ଅସହାୟଙ୍କୁ ରେଡକ୍ରସ୍ ପାଣ୍ଠି ରୁ ୫ ହଜାର ଟଙ୍କାର ତତ୍କାଳ ସହାୟତା ଏବଂ ଜଣେ ଦିବ୍ୟାଙ୍ଗଙ୍କୁ ଏକ ହ୍ୱିଲ ଚେୟାର ଜିଲ୍ଲାପାଳ ପ୍ରଦାନ କରିଥିଲେ ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପାନୀୟ ଜଳ ଓ ବିଦ୍ୟୁତ୍ ସମସ୍ୟାର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ସଂପୃକ୍ତ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ l ହରଭଂଗା ବିଡ଼ିଓ ବିଜୟ ପ୍ରଧାନ, ତହସିଲଦାର ବଳଦେବ ବେହେରା, ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ଜ୍ୟୋତିରଞ୍ଜନ ଭୋଇ ପ୍ରମୁଖ ଶିବିର ପରିଚାଳନାରେ ସହଯୋଗ କରିଥିଲେ। ସଭାରେ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ,ଲାଇନ୍ ବିଭାଗ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ଓ ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ l

1 hr ago
user_Ranjan Kumar Dash
Ranjan Kumar Dash
ସାମ୍ବାଦିକ ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•

More news from ଓଡ଼ିଶା and nearby areas
  • ପ୍ରଚଣ୍ଡ ଗ୍ରୀଷ୍ମରେ ଆକ୍ସନ୍ ମୋଡ୍‌ରେ ବୌଦ୍ଧ ଜିଲ୍ଲାପାଳ ! ପାଣି ଓ ବିଦ୍ୟୁତ୍ ସମସ୍ୟା ନେଇ କଡା ନିର୍ଦ୍ଦେଶ ବୌଦ୍ଧ ଜିଲ୍ଲା ହରଭଙ୍ଗା ପଞ୍ଚାୟତ ସମିତିରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ l ବୌଦ୍ଧ ଜିଲ୍ଲା ହରଭଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ରାହୁଲ ଗୋଏଲ୍ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସେନା, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ , ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ମହେନ୍ଦ୍ର କୁମାର ସାହୁ, ପ୍ରମୁଖ ଉପସ୍ଥିତ ଥିଲେ l ଆଜିର ଶିବିରରେ ୭୩ ଗୋଟି ବ୍ୟକ୍ତିଗତ ଓ ୦୫ ଟି ଗୋଷ୍ଠିଗତ ଏଭଳି ମୋଟ ୭୮ ଗୋଟି ଅଭିଯୋଗର ଶୁଣାଣି ଜିଲ୍ଲାପାଳ କରିଥିଲେ । ୨୯ ଟି ଅଭିଯୋଗର ତୁରନ୍ତ ସମାଧାନ ହୋଇଥିଲା l ଅନ୍ୟାନ୍ୟ ଅଭିଯୋଗ ଉପରେ ଶୀଘ୍ର ପଦକ୍ଷେପ ନେବା ପାଇଁ ସଂପୃକ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ସେହିପରି ଜଣେ ଅସହାୟଙ୍କୁ ରେଡକ୍ରସ୍ ପାଣ୍ଠି ରୁ ୫ ହଜାର ଟଙ୍କାର ତତ୍କାଳ ସହାୟତା ଏବଂ ଜଣେ ଦିବ୍ୟାଙ୍ଗଙ୍କୁ ଏକ ହ୍ୱିଲ ଚେୟାର ଜିଲ୍ଲାପାଳ ପ୍ରଦାନ କରିଥିଲେ ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପାନୀୟ ଜଳ ଓ ବିଦ୍ୟୁତ୍ ସମସ୍ୟାର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ସଂପୃକ୍ତ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ l ହରଭଂଗା ବିଡ଼ିଓ ବିଜୟ ପ୍ରଧାନ, ତହସିଲଦାର ବଳଦେବ ବେହେରା, ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ଜ୍ୟୋତିରଞ୍ଜନ ଭୋଇ ପ୍ରମୁଖ ଶିବିର ପରିଚାଳନାରେ ସହଯୋଗ କରିଥିଲେ। ସଭାରେ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ,ଲାଇନ୍ ବିଭାଗ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ଓ ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ l
    1
    ପ୍ରଚଣ୍ଡ ଗ୍ରୀଷ୍ମରେ ଆକ୍ସନ୍ ମୋଡ୍‌ରେ ବୌଦ୍ଧ ଜିଲ୍ଲାପାଳ ! ପାଣି ଓ ବିଦ୍ୟୁତ୍ ସମସ୍ୟା ନେଇ କଡା ନିର୍ଦ୍ଦେଶ 
ବୌଦ୍ଧ ଜିଲ୍ଲା ହରଭଙ୍ଗା ପଞ୍ଚାୟତ ସମିତିରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ l 
ବୌଦ୍ଧ ଜିଲ୍ଲା ହରଭଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହରେ ଜିଲ୍ଲାପାଳ  ବିଭୁତି ଭୂଷଣ ନାୟକ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ରାହୁଲ ଗୋଏଲ୍ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି ଅଭିଯୋଗ ଶୁଣାଣି ଶିବିରରେ  ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସେନା,  ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ , ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ମହେନ୍ଦ୍ର କୁମାର ସାହୁ,  ପ୍ରମୁଖ ଉପସ୍ଥିତ ଥିଲେ l 
ଆଜିର ଶିବିରରେ ୭୩ ଗୋଟି ବ୍ୟକ୍ତିଗତ ଓ ୦୫ ଟି ଗୋଷ୍ଠିଗତ ଏଭଳି ମୋଟ ୭୮ ଗୋଟି ଅଭିଯୋଗର ଶୁଣାଣି ଜିଲ୍ଲାପାଳ କରିଥିଲେ ।  ୨୯ ଟି  ଅଭିଯୋଗର ତୁରନ୍ତ ସମାଧାନ ହୋଇଥିଲା l ଅନ୍ୟାନ୍ୟ ଅଭିଯୋଗ ଉପରେ ଶୀଘ୍ର ପଦକ୍ଷେପ  ନେବା ପାଇଁ ସଂପୃକ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ସେହିପରି ଜଣେ ଅସହାୟଙ୍କୁ ରେଡକ୍ରସ୍ ପାଣ୍ଠି ରୁ ୫ ହଜାର ଟଙ୍କାର ତତ୍କାଳ ସହାୟତା  ଏବଂ ଜଣେ ଦିବ୍ୟାଙ୍ଗଙ୍କୁ ଏକ ହ୍ୱିଲ ଚେୟାର  ଜିଲ୍ଲାପାଳ ପ୍ରଦାନ କରିଥିଲେ ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପାନୀୟ ଜଳ ଓ ବିଦ୍ୟୁତ୍ ସମସ୍ୟାର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ସଂପୃକ୍ତ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ l ହରଭଂଗା ବିଡ଼ିଓ ବିଜୟ ପ୍ରଧାନ, ତହସିଲଦାର ବଳଦେବ ବେହେରା, ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ଜ୍ୟୋତିରଞ୍ଜନ ଭୋଇ ପ୍ରମୁଖ ଶିବିର ପରିଚାଳନାରେ ସହଯୋଗ କରିଥିଲେ। ସଭାରେ  ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ,ଲାଇନ୍ ବିଭାଗ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ଓ ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ l
    user_Ranjan Kumar Dash
    Ranjan Kumar Dash
    ସାମ୍ବାଦିକ ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    1 hr ago
  • ବିଦ୍ୟୁତ୍ ବିଭାଗର ଠିକା କର୍ମଚାରୀ ଙ୍କୁ ଛଟେଇ ଅଭିଯୋଗ ଆଠମଲ୍ଲିକ ଉପଖଣ୍ଡର ବଇଣ୍ଡ ବିଦ୍ୟୁତ୍ ବିଭାଗର ଠିକା କର୍ମଚାରୀ ଙ୍କୁ ଛଟେଇ ଅଭିଯୋଗ। ଆଠମଲ୍ଲିକ ଉପଖଣ୍ଡର ବଇଣ୍ଡ ବିଦ୍ୟୁତ୍ ବିଭାଗର ଠିକା କର୍ମଚାରୀ ଙ୍କୁ ଛଟେଇ ଅଭିଯୋଗ।
    1
    ବିଦ୍ୟୁତ୍ ବିଭାଗର ଠିକା କର୍ମଚାରୀ ଙ୍କୁ ଛଟେଇ ଅଭିଯୋଗ

 ଆଠମଲ୍ଲିକ ଉପଖଣ୍ଡର ବଇଣ୍ଡ ବିଦ୍ୟୁତ୍ ବିଭାଗର ଠିକା କର୍ମଚାରୀ ଙ୍କୁ ଛଟେଇ ଅଭିଯୋଗ।
ଆଠମଲ୍ଲିକ ଉପଖଣ୍ଡର ବଇଣ୍ଡ ବିଦ୍ୟୁତ୍ ବିଭାଗର ଠିକା କର୍ମଚାରୀ ଙ୍କୁ ଛଟେଇ ଅଭିଯୋଗ।
    user_Kishore nagar Shuru
    Kishore nagar Shuru
    Local News Reporter କିଶୋରନଗର, ଅନୁଗୁଳ, ଓଡ଼ିଶା•
    2 hrs ago
  • ଶ୍ରୀ ମହାବୀର ପଞ୍ଚାଙ୍ଗ ଅନୁସାରେ ୧୧ ମଇ ସୋମବାର ପାଇଁ ସମସ୍ତ ୧୨ଟି ରାଶିର ଭବିଷ୍ୟତବାଣୀ। ଏହା ଦିନର ଶୁଭ-ଅଶୁଭ ଘଟଣା, ଯୋଗ ଓ ଯାତ୍ରା ଆଦି ବିଷୟରେ ସୂଚନା ଦେଇଥାଏ। ଆପଣଙ୍କ ରାଶି ଅନୁଯାୟୀ ଆପଣଙ୍କ ଦିନ କିପରି ରହିବ, ତାହା ବିସ୍ତୃତ ଭାବେ ଜାଣନ୍ତୁ।
    1
    ଶ୍ରୀ ମହାବୀର ପଞ୍ଚାଙ୍ଗ ଅନୁସାରେ ୧୧ ମଇ ସୋମବାର ପାଇଁ ସମସ୍ତ ୧୨ଟି ରାଶିର ଭବିଷ୍ୟତବାଣୀ। ଏହା ଦିନର ଶୁଭ-ଅଶୁଭ ଘଟଣା, ଯୋଗ ଓ ଯାତ୍ରା ଆଦି ବିଷୟରେ ସୂଚନା ଦେଇଥାଏ। ଆପଣଙ୍କ ରାଶି ଅନୁଯାୟୀ ଆପଣଙ୍କ ଦିନ କିପରି ରହିବ, ତାହା ବିସ୍ତୃତ ଭାବେ ଜାଣନ୍ତୁ।
    user_Binod pandey
    Binod pandey
    Local News Reporter ବୀରମହାରାଜପୁର, ସୋନପୁର, ଓଡ଼ିଶା•
    13 hrs ago
  • ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ଘମଣ୍ଡିଆପାଲି ଗ୍ରାମରେ ନିଆଁ ଲାଗି ଜଳିଗଲା ପାଲଗଦା l
    1
    ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ଘମଣ୍ଡିଆପାଲି ଗ୍ରାମରେ  ନିଆଁ ଲାଗି ଜଳିଗଲା ପାଲଗଦା l
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    2 hrs ago
  • ଗେସ ନେବା ପାଇଁ ଲମ୍ବା ଲାଇନରେ ଲୋକେ l ସୋନପୁର ସହର ପୁଷ୍ପଲତା ଗେସ ଏଜେନ୍ସିରୁ ଗେସ ନେବା ପାଇଁ ପ୍ରଚଣ୍ଡ ଖରାରେ ଲୋକେ ଲମ୍ବା ଲାଇନରେ ଥିବା ଦେଖିବାକୁ ମିଳିଥିଲା
    1
    ଗେସ ନେବା ପାଇଁ ଲମ୍ବା ଲାଇନରେ ଲୋକେ l ସୋନପୁର ସହର ପୁଷ୍ପଲତା ଗେସ ଏଜେନ୍ସିରୁ ଗେସ ନେବା ପାଇଁ ପ୍ରଚଣ୍ଡ ଖରାରେ ଲୋକେ ଲମ୍ବା ଲାଇନରେ ଥିବା ଦେଖିବାକୁ ମିଳିଥିଲା
    user_SONEPUR NEWS
    SONEPUR NEWS
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    5 hrs ago
  • ଆଜି ସନ୍ଧ୍ୟା ୫ଟାରେ ଆସୁଛି ଦେଶ, ବିଦେଶ ଓ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ସମସ୍ତ ତାଜା ଖବର। ଏହି ସମାଚାର ବୁଲେଟିନରେ ଦିନର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଘଟଣା ଓ ଅପଡେଟ୍ ସ୍ଥାନ ପାଇବ।
    1
    ଆଜି ସନ୍ଧ୍ୟା ୫ଟାରେ ଆସୁଛି ଦେଶ, ବିଦେଶ ଓ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ସମସ୍ତ ତାଜା ଖବର। ଏହି ସମାଚାର ବୁଲେଟିନରେ ଦିନର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଘଟଣା ଓ ଅପଡେଟ୍ ସ୍ଥାନ ପାଇବ।
    user_Ajira Samachar
    Ajira Samachar
    Photographer ସୋନପୁର, ସୋନପୁର, ଓଡ଼ିଶା•
    6 hrs ago
  • ସୁବର୍ଣ୍ଣପୁର ଜିଲ୍ଲାର ଫବସି ଗ୍ରାମବାସୀ ଆଶାକର୍ମୀ ନିଯୁକ୍ତି ଦାବିରେ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଯୁଗ୍ମ ଅଭିଯୋଗ ଶୁଣାଣୀରେ ଅଭିଯୋଗ କରିଥିଲେ ମଧ୍ୟ ସେମାନଙ୍କୁ ଏପର୍ଯ୍ୟନ୍ତ କୌଣସି ସୁଫଳ ମିଳିନାହିଁ।
    1
    ସୁବର୍ଣ୍ଣପୁର ଜିଲ୍ଲାର ଫବସି ଗ୍ରାମବାସୀ ଆଶାକର୍ମୀ ନିଯୁକ୍ତି ଦାବିରେ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଯୁଗ୍ମ ଅଭିଯୋଗ ଶୁଣାଣୀରେ ଅଭିଯୋଗ କରିଥିଲେ ମଧ୍ୟ ସେମାନଙ୍କୁ ଏପର୍ଯ୍ୟନ୍ତ କୌଣସି ସୁଫଳ ମିଳିନାହିଁ।
    user_Ranjan hota
    Ranjan hota
    ସୋନପୁର, ସୋନପୁର, ଓଡ଼ିଶା•
    6 hrs ago
  • ଓଡ଼ିଶାର ସୁବର୍ଣ୍ଣପୁର ଜିଲ୍ଲାରେ ପୋଲିସ ଏକ ଦାମୀ କାରରୁ ପ୍ରାୟ ୨ କୁଇଣ୍ଟାଲ ୭୨ କେଜି ଗଞ୍ଜେଇ ଜବତ କରିଛି। ଗଞ୍ଜେଇ ଚାଲାଣ କରୁଥିବା ମାଫିଆମାନେ ଗାଡ଼ି ଛାଡ଼ି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ପୋଲିସ ଏହି ଘଟଣାର ତଦନ୍ତ ଜାରି ରଖିଛି।
    1
    ଓଡ଼ିଶାର ସୁବର୍ଣ୍ଣପୁର ଜିଲ୍ଲାରେ ପୋଲିସ ଏକ ଦାମୀ କାରରୁ ପ୍ରାୟ ୨ କୁଇଣ୍ଟାଲ ୭୨ କେଜି ଗଞ୍ଜେଇ ଜବତ କରିଛି। ଗଞ୍ଜେଇ ଚାଲାଣ କରୁଥିବା ମାଫିଆମାନେ ଗାଡ଼ି ଛାଡ଼ି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ପୋଲିସ ଏହି ଘଟଣାର ତଦନ୍ତ ଜାରି ରଖିଛି।
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    6 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.