Shuru
Apke Nagar Ki App…
ଆସନ୍ତା ତା3.3.2026 ସନ୍ଧ୍ୟା ୭ଟାରେ: ଶ୍ରୀ ଶ୍ରୀ ବାବା କପିଳେଶ୍ୱର ଏବଂ ପ୍ରଭୁ ଶ୍ରୀହରିଙ୍କ ଏକ ମହା ଶୋଭାଯାତ୍ରା ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ଆସନ୍ତା ତା3.3.2026 ସନ୍ଧ୍ୟା ୭ଟାରେ: ଶ୍ରୀ ଶ୍ରୀ ବାବା କପିଳେଶ୍ୱର ଏବଂ ପ୍ରଭୁ ଶ୍ରୀହରିଙ୍କ ଏକ ମହା ଶୋଭାଯାତ୍ରା ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ଓ ରାତି ୧୧ଟାରେ: ହଟପଡ଼ା ମିଳନ ମଣ୍ଡପରେ ହରିହର ଭେଟ କାର୍ଯ୍ୟକ୍ରମ, ତା’ପରେ ସ୍ଥାନୀୟ ଜଗନ୍ନାଥ ମନ୍ଦିରରେ ପଣ୍ଡିତମାନଙ୍କ ଦ୍ୱାରା ପୂଜା ଏବଂ ନୂତନ 'ପଞ୍ଜିକା' ପାଠ କରାଯିବ ବୋଲି ସୂଚନା ମିଳିଛି l
BARPALI SAMBAD

More news from ଓଡ଼ିଶା and nearby areas
- ସୋନପୁର ଜିଲ୍ଲା ବିନିକା ମହାନଦୀ ପୋଲ ଉପରେ ଦୁଇ ବାଇକ ମଧ୍ୟ୍ୟ ରେ ମୁହାଁ ମୁହିଁ ପାଞ୍ଚ ଜଣ ଗୁରୁତର l1
- ସୋନପୁର ସହରରେ ଗର୍ଭବତୀ ବୋହୁଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟଣା ରେ ବାପାଙ୍କ ପ୍ରତିକ୍ରିୟା l ଯୌତୁକ ପାଇଁ ସ୍ୱାମୀ ଓ ପରିବାର ଲୋକ ବୋହୁକୁ ହତ୍ୟା କରିଥିବା ଅଭିଯୋଗ1
- ଗର୍ଭବତୀ ବୋହୁକୁ ମାରିଦେଲେ ଶାଶୁଘର ଲୋକ1
- Ajira Samachar // କଦଳୀ ରୁ ବାହାରୁଛି ମଞ୍ଜି । ଗୋଟା ଗୋଟା ମଞ୍ଜି ଦେଖିବାକୁ ମିଳିଛି ।1
- ଦ୍ରୁତ ଗତିରେ ଯାଉଥିବା ବେଳେ ବାଇକ ଦୁର୍ଘଟଣା,ଜଣେ ମୃତ ଜଣେ ଗୁରୁତର। ଦୁର୍ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଥାନା ଅନ୍ତର୍ଗତ ଘିକୁଣ୍ଡି ଛକଠାରେ l କୌଣସି କାମରେ ଯାଇ ଘରକୁ ଫେରୁଥିବା ବେଳେ ଘଟିଛି ଏହି ଦୁର୍ଘଟଣା । ଏଥିରେ ଜଣକ ମୃତ୍ୟୁ ହୋଇଥିଵାବେଳେ ଆଉ ଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି । ମୃତକ ଜଣକ ସୁଦର୍ଶନ ଜଗତ(22) ହୋଇଥିବାବେଳେ ଗୁରୁତର ଜଣକ ହେଲେ ପପୁନ ଛତ୍ରୀୟା(15 ) l ଉଭୟେ ଗଡଗଡ଼ବାହାଲ ବୋଲି ଜଣା ପଡିଛି l1
- ବେଆଇନ କ୍ଲିନିକ୍ ସିଲ୍ କଲା ଜିଲ୍ଲା ପ୍ରଶାସନ ସୁବର୍ଣ୍ଣପୁର: ଜିଲ୍ଲାର ଯାଲୋଏ ଠାରେ ଥିବା ଏକ ବେଆଇନ କ୍ଲିନିକ୍ କୁ ଜିଲ୍ଲା ପ୍ରଶାସନ ସିଲ୍ କରିଛି। ଏଠାରେ ଗୁପ୍ତ ଭାବରେ ବେଆଇନ କାରବାର ଚାଲୁଥିବା ଅଭିଯୋଗ ହୋଇଥିଲା।1
- Post by Jay kala _ jay Kalinga1
- ଗର୍ଭବତୀ ବୋହୁକୁ ଶାଶୁଘର ଲୋକ ହତ୍ୟା କରିବା ଘଟଣାରେ କଣ ମନ୍ତବ୍ୟ ରଖିଲେ ମହିଳା ଆଇନଜୀବୀ ଶୁଣନ୍ତୁ1