logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଉଠିବ ଚାଷୀଙ୍କ ଧାନ; ସର୍ତ୍ତ ସହ ସରକାରଙ୍କୁ ମିଲର୍ସଙ୍କ ୧୫ ଦିନିଆ ମହଲତ

1 day ago
user_ODISHA NEWS
ODISHA NEWS
Reporter Balangir, Odisha•
1 day ago

ଉଠିବ ଚାଷୀଙ୍କ ଧାନ; ସର୍ତ୍ତ ସହ ସରକାରଙ୍କୁ ମିଲର୍ସଙ୍କ ୧୫ ଦିନିଆ ମହଲତ

More news from ଓଡ଼ିଶା and nearby areas
  • Post by KOSAL TIMES
    1
    Post by KOSAL TIMES
    user_KOSAL TIMES
    KOSAL TIMES
    Journalist ପାଟଣାଗଡ଼, ବଲାଙ୍ଗୀର, ଓଡ଼ିଶା•
    8 hrs ago
  • ଵିଭିନ୍ନ ଜାଗାରେ ନୂତନ କାମ ଶିଲାନ୍ଯାସ କଲେ ଵିରମହାରାଜପୁର ଵିଧାୟକ ଇଂ ରଘୁନାଥ ଜଗଦଲା l
    1
    ଵିଭିନ୍ନ ଜାଗାରେ ନୂତନ କାମ ଶିଲାନ୍ଯାସ କଲେ ଵିରମହାରାଜପୁର ଵିଧାୟକ ଇଂ ରଘୁନାଥ ଜଗଦଲା l
    user_Ajira Samachar
    Ajira Samachar
    Journalist Sonepur, Odisha•
    1 hr ago
  • ମନମୁଣ୍ଡା ବାସୁଦେବପାଲିରେ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତ୍ତିଲେ 30 ଯାତ୍ରୀ
    1
    ମନମୁଣ୍ଡା ବାସୁଦେବପାଲିରେ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତ୍ତିଲେ 30 ଯାତ୍ରୀ
    user_SONEPUR NEWS
    SONEPUR NEWS
    Journalist Sonapur, Sonepur•
    5 hrs ago
  • ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲାର ଲୋକ ମହୋତ୍ସବ "ମହିମା"- ୨୦୨୬ ଓ ରାଜ୍ୟ ସ୍ତରୀୟ ପଲ୍ଲୀଶ୍ରୀ ମେଳାର ସାଂସ୍କୃତିକ କାର୍ଯ୍ୟକ୍ରମର ଦ୍ବିତୀୟ ସଂନ୍ଧ୍ୟାରେ ମନ ମୋହିଲା ନଟରାଜ ବଲାଙ୍ଗୀର ର କଳାକାର ମାନଙ୍କ ସମ୍ବଲପୁରୀ ଲୋକ ନୃତ୍ୟ।
    1
    ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲାର ଲୋକ ମହୋତ୍ସବ "ମହିମା"- ୨୦୨୬ ଓ ରାଜ୍ୟ ସ୍ତରୀୟ ପଲ୍ଲୀଶ୍ରୀ ମେଳାର ସାଂସ୍କୃତିକ କାର୍ଯ୍ୟକ୍ରମର ଦ୍ବିତୀୟ ସଂନ୍ଧ୍ୟାରେ ମନ ମୋହିଲା ନଟରାଜ ବଲାଙ୍ଗୀର ର କଳାକାର ମାନଙ୍କ ସମ୍ବଲପୁରୀ ଲୋକ ନୃତ୍ୟ।
    user_Ram Shankar Bhoi
    Ram Shankar Bhoi
    Journalist Sonapur, Sonepur•
    16 hrs ago
  • #ହାଏ ରେ ର ସି ଆ ତ ର ପୀରତି ବାଏ କଲରେ 🌹🇹🇯🇹🇯🇹🇯🇹🇯🇹🇯🇹🇯🇹🇯
    1
    #ହାଏ ରେ ର ସି ଆ ତ ର ପୀରତି ବାଏ କଲରେ 🌹🇹🇯🇹🇯🇹🇯🇹🇯🇹🇯🇹🇯🇹🇯
    user_Bighne Rana
    Bighne Rana
    Dancer ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
    8 hrs ago
  • ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ସ୍ଥିତ ଭଗବାନ ସାହୁ ଗ୍ରାଉଣ୍ଡ ରେ ହୋଇଥିବା ୨୯ ତମ ଅମରପାଲି କ୍ରିକେଟ କପ୍ ରେ ଅଂଶ ଗ୍ରହଣ କରିବାକୁ ଆସିଥିବା ଆଇଏସପିଏଲ ରେ ଚୟନ ପ୍ରକ୍ରିୟା ରେ ଅଂଶ ଗ୍ରହଣ କରିଥିବା ବୁର୍ଲ୍ଲା ର ଆୟୁଷ ଛେତ୍ରୀ ଙ୍କ ସହ ଆଲୋଚନା କରିଛନ୍ତି ପୀତାମ୍ବର ସାହୁ
    1
    ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ସ୍ଥିତ ଭଗବାନ ସାହୁ ଗ୍ରାଉଣ୍ଡ ରେ ହୋଇଥିବା ୨୯ ତମ ଅମରପାଲି କ୍ରିକେଟ କପ୍ ରେ ଅଂଶ ଗ୍ରହଣ କରିବାକୁ ଆସିଥିବା ଆଇଏସପିଏଲ ରେ ଚୟନ ପ୍ରକ୍ରିୟା ରେ ଅଂଶ ଗ୍ରହଣ କରିଥିବା ବୁର୍ଲ୍ଲା ର ଆୟୁଷ ଛେତ୍ରୀ ଙ୍କ ସହ ଆଲୋଚନା କରିଛନ୍ତି ପୀତାମ୍ବର ସାହୁ
    user_Pitambar Sahu
    Pitambar Sahu
    Journalist ବୀରମହାରାଜପୁର, ସୋନପୁର, ଓଡ଼ିଶା•
    52 min ago
  • ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ସୁବର୍ଣ୍ଣପୁର ଜିଲ୍ଲାର ଆଗାମୀ ଜିଲ୍ଲା ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ଼ ନୃପରାଜ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା। ଅତିରିକ୍ତ ଜିଲ୍ଲାପାଳ, ସାଧାରଣ, ସୁବର୍ଣ୍ଣପୁର ଏହି ପ୍ରସ୍ତୁତି ବୈଠକରେ ଆଲୋଚ୍ୟ ବିଷୟ ବସ୍ତୁ ଅନୁଯାୟୀ ଆଲୋଚନା ପାଇଁ ଉପସ୍ଥାପନ କରିଥିଲେ ଓ ଆଲୋଚନା ଅନୁଯାୟୀ ସର୍ବ ସମ୍ମତି କ୍ରମେ ପ୍ରସ୍ତାବ ଗୃହୀତ କରାଯାଇଥିଲା । ଆଲୋଚନା ସମୟରେ ଜିଲ୍ଲାପାଳ, ସୁବର୍ଣ୍ଣପୁର ଯେଉଁ ଅଧିକାରୀମାନଙ୍କୁ ଆବଶ୍ୟକୀୟ ଆୟୋଜନ ପାଇଁ ଦାୟିତ୍ଵ ପ୍ରଦାନ କରାଯାଇଛି, ସେମାନଙ୍କୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସେମାନଙ୍କ ଦାୟିତ୍ଵ ସମ୍ପନ୍ନ କରିବା ପାଇଁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ ।ଏହି ପ୍ରସ୍ତୁତି ବୈଠକରେ ଆରକ୍ଷୀ ଅଧିକ୍ଷକ, ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ, ସୁବର୍ଣ୍ଣପୁର, ଶ୍ରୀ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ, ସାଧାରଣ, ସୁବର୍ଣ୍ଣପୁର, ଶ୍ରୀମତି ଅଞ୍ଜଳିନା ପ୍ରଧାନ, ଉପ- ଜିଲ୍ଲାପାଳ, ସୋନପୁର, ଶ୍ରୀମତି ସୌମ୍ୟାରୁପା ରଥ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ବୃନ୍ଦ, ବେଣୁଧର ଦାଶ, ସମାଜସେବୀ, ବୀରମହାରାଜପୁର, ସୋନପୁର ସହରର ବୁଦ୍ଧିଜୀବୀ ବୃନ୍ଦ, ବରିଷ୍ଠ ନାଗରିକ ବୃନ୍ଦ, ସୋନପୁର ସହରର ବିଭିନ୍ନ ଅନୁଷ୍ଠାନ ମାନଙ୍କର ପ୍ରତିନିଧି ବୃନ୍ଦ, ବିଭିନ୍ନ ମହାବିଦ୍ୟାଳୟ ଅଧ୍ୟକ୍ଷ/ ଅଧ୍ୟକ୍ଷା ଓ ବିଦ୍ୟାଳୟ ଗୁଡିକର ପ୍ରଧାନ ଶିକ୍ଷକ/ ଶିକ୍ଷୟତ୍ରୀ ବୃନ୍ଦ,ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ସମ୍ବାଦ ପତ୍ର ଗୁଡିକର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧିମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରି ସେମାନଙ୍କର ସୁଚିତିନ୍ତ ମତାମତ ପ୍ରଦାନ କରିଥିଲେ। ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ସୁବର୍ଣ୍ଣପୁର ଶ୍ରୀ ଅର୍ଜୁନ ମାଝୀ ଏହି ପ୍ରସ୍ତୁତି ବୈଠକରେ ସମସ୍ତଙ୍କୁ ସ୍ଵାଗତ ଜଣାଇବା ସଙ୍ଗେ ସଙ୍ଗେ ବୈଠକ ଶେଷରେ ଧନ୍ୟବାଦ୍ ଜ୍ଞାପନ କରିଥିଲେ ।
    3
    ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ସୁବର୍ଣ୍ଣପୁର ଜିଲ୍ଲାର ଆଗାମୀ ଜିଲ୍ଲା ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ଼ ନୃପରାଜ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା। ଅତିରିକ୍ତ ଜିଲ୍ଲାପାଳ, ସାଧାରଣ, ସୁବର୍ଣ୍ଣପୁର ଏହି ପ୍ରସ୍ତୁତି ବୈଠକରେ  ଆଲୋଚ୍ୟ ବିଷୟ ବସ୍ତୁ ଅନୁଯାୟୀ ଆଲୋଚନା ପାଇଁ ଉପସ୍ଥାପନ କରିଥିଲେ ଓ ଆଲୋଚନା ଅନୁଯାୟୀ ସର୍ବ ସମ୍ମତି କ୍ରମେ ପ୍ରସ୍ତାବ ଗୃହୀତ କରାଯାଇଥିଲା । ଆଲୋଚନା ସମୟରେ ଜିଲ୍ଲାପାଳ, ସୁବର୍ଣ୍ଣପୁର ଯେଉଁ  ଅଧିକାରୀମାନଙ୍କୁ ଆବଶ୍ୟକୀୟ ଆୟୋଜନ ପାଇଁ ଦାୟିତ୍ଵ ପ୍ରଦାନ କରାଯାଇଛି, ସେମାନଙ୍କୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସେମାନଙ୍କ ଦାୟିତ୍ଵ ସମ୍ପନ୍ନ କରିବା ପାଇଁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ ।ଏହି ପ୍ରସ୍ତୁତି ବୈଠକରେ ଆରକ୍ଷୀ ଅଧିକ୍ଷକ, ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ,  ସୁବର୍ଣ୍ଣପୁର, ଶ୍ରୀ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ, ସାଧାରଣ, ସୁବର୍ଣ୍ଣପୁର, ଶ୍ରୀମତି ଅଞ୍ଜଳିନା ପ୍ରଧାନ, ଉପ- ଜିଲ୍ଲାପାଳ, ସୋନପୁର, ଶ୍ରୀମତି ସୌମ୍ୟାରୁପା ରଥ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ବୃନ୍ଦ, ବେଣୁଧର ଦାଶ, ସମାଜସେବୀ, ବୀରମହାରାଜପୁର, ସୋନପୁର ସହରର ବୁଦ୍ଧିଜୀବୀ ବୃନ୍ଦ, ବରିଷ୍ଠ ନାଗରିକ ବୃନ୍ଦ, ସୋନପୁର ସହରର ବିଭିନ୍ନ ଅନୁଷ୍ଠାନ ମାନଙ୍କର ପ୍ରତିନିଧି ବୃନ୍ଦ, ବିଭିନ୍ନ ମହାବିଦ୍ୟାଳୟ ଅଧ୍ୟକ୍ଷ/ ଅଧ୍ୟକ୍ଷା ଓ ବିଦ୍ୟାଳୟ ଗୁଡିକର ପ୍ରଧାନ ଶିକ୍ଷକ/ ଶିକ୍ଷୟତ୍ରୀ ବୃନ୍ଦ,ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ସମ୍ବାଦ ପତ୍ର ଗୁଡିକର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧିମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରି ସେମାନଙ୍କର ସୁଚିତିନ୍ତ ମତାମତ ପ୍ରଦାନ କରିଥିଲେ। ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ସୁବର୍ଣ୍ଣପୁର ଶ୍ରୀ ଅର୍ଜୁନ ମାଝୀ ଏହି ପ୍ରସ୍ତୁତି ବୈଠକରେ ସମସ୍ତଙ୍କୁ ସ୍ଵାଗତ ଜଣାଇବା ସଙ୍ଗେ ସଙ୍ଗେ ବୈଠକ ଶେଷରେ ଧନ୍ୟବାଦ୍ ଜ୍ଞାପନ କରିଥିଲେ ।
    user_Premananda Naik
    Premananda Naik
    ବୀରମହାରାଜପୁର, ସୋନପୁର, ଓଡ଼ିଶା•
    21 hrs ago
  • ସୁବର୍ଣ୍ଣପୁର ଜିଲ୍ଲାର ଲୋକ ମହୋତ୍ସବ "ମହିମା" ପଡ଼ିଆରେ ସ୍ବଚ୍ଛତା ଓ ପଲିଥିନ୍ ମୁକ୍ତ ସଚେତନତା ଅଭିଯାନ ଜିଲ୍ଲା ପ୍ରଶାସନ ଓ ସ୍ବଚ୍ଛ ଭାରତ ସଙ୍ଗଠନ ସଂଯୋଜନାରେ ଆୟୋଜିତ ହୋଇଥିଲା। ଏଥିରେ ଜିଲ୍ଲାପାଳ ଡ଼ ନୃପରାଜ ସାହୁଙ୍କ ସହିତ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପଧାନ, ସ୍ଵଚ୍ଛ ଭାରତ ସଙ୍ଗଠନ କୋଡିନେଟର ମନୋରଞ୍ଜନ ତ୍ରୀପାଠୀ, ବିକାଶ ପରିଷଦ ସଭାପତି ଦୁର୍ଯ୍ୟଧନ ସାହୁ, ସୋନପୁର କଲେଜ୍ ଏନସିସି ଲ୍ୟାଫ୍ଟନେଣ୍ଟ ଆଶିଷ କୁମାର ଅଗ୍ରୱାଲ ପ୍ରମୁଖ ବହୁ ସ୍ବେଚ୍ଛାସେବୀ ଯୋଗଦେଇଥିଲେ।
    1
    ସୁବର୍ଣ୍ଣପୁର ଜିଲ୍ଲାର ଲୋକ ମହୋତ୍ସବ "ମହିମା" ପଡ଼ିଆରେ ସ୍ବଚ୍ଛତା ଓ ପଲିଥିନ୍ ମୁକ୍ତ ସଚେତନତା ଅଭିଯାନ ଜିଲ୍ଲା ପ୍ରଶାସନ ଓ ସ୍ବଚ୍ଛ ଭାରତ ସଙ୍ଗଠନ ସଂଯୋଜନାରେ ଆୟୋଜିତ ହୋଇଥିଲା। ଏଥିରେ ଜିଲ୍ଲାପାଳ ଡ଼ ନୃପରାଜ ସାହୁଙ୍କ ସହିତ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପଧାନ, ସ୍ଵଚ୍ଛ ଭାରତ ସଙ୍ଗଠନ କୋଡିନେଟର ମନୋରଞ୍ଜନ ତ୍ରୀପାଠୀ, ବିକାଶ ପରିଷଦ ସଭାପତି ଦୁର୍ଯ୍ୟଧନ ସାହୁ, ସୋନପୁର କଲେଜ୍ ଏନସିସି ଲ୍ୟାଫ୍ଟନେଣ୍ଟ ଆଶିଷ କୁମାର ଅଗ୍ରୱାଲ ପ୍ରମୁଖ ବହୁ ସ୍ବେଚ୍ଛାସେବୀ ଯୋଗଦେଇଥିଲେ।
    user_Ram Shankar Bhoi
    Ram Shankar Bhoi
    Journalist Sonapur, Sonepur•
    17 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.