logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

on 5 November
user_Amita pradhan Pradhan
Amita pradhan Pradhan
Taxi Driver Daringbadi, Kandhamal•
on 5 November

  • user_ବୁଲୁ ପ୍ରଧାନ
    ବୁଲୁ ପ୍ରଧାନ
    Phiringia, Kandhamal
    BJd କୁ ଭୋଟ ଦିଅ
    on 17 November
  • user_Barsha Pradhan
    Barsha Pradhan
    Rambha, Ganjam
    👏
    on 6 November
More news from ଓଡ଼ିଶା and nearby areas
  • #ଗୋମାତାଙ୍କ_ଗାଡି_ଅଟକାଇବା_ବେଳେ_ଗୋପୁତ୍ରଙ୍କ_ମୃତ୍ୟୁ ଗୋମାତାଙ୍କୁ ନେଇଯାଉଥିବା ଗାଡିକୁ ଅଟକାଇବା ସମୟରେ ଦୁଃଖଦ ଘଟଣା ଘଟିଛି। ଏହି ଘଟଣାରେ ଜଣେ ଗୋପୁତ୍ରଙ୍କ ଦେହାନ୍ତ ଘଟିଥିବାବେଳେ ଆଉ ଜଣେ ଗୁରୁତର ଅବସ୍ଥାରେ ଜୀବନ ସହ ସଂଗ୍ରାମ କରୁଛନ୍ତି। ମୋର ସମସ୍ତ ହିନ୍ଦୁ ଭାଇମାନଙ୍କୁ ଅନୁରୋଧ, ଆହତ ଭାଇଙ୍କ ପାଖକୁ ଯାଇ ସହଯୋଗ କରନ୍ତୁ। ଏବେ ଦେଖିବାକୁ ବାକି ରହିଲା ସରକାର ଏହି ଘଟଣାରେ କେମିତି ପଦକ୍ଷେପ ନେଉଛନ୍ତି। — ଗଣେଶ ପାଣିଗ୍ରାହୀ, ରିପୋର୍ଟ
    4
    #ଗୋମାତାଙ୍କ_ଗାଡି_ଅଟକାଇବା_ବେଳେ_ଗୋପୁତ୍ରଙ୍କ_ମୃତ୍ୟୁ
ଗୋମାତାଙ୍କୁ ନେଇଯାଉଥିବା ଗାଡିକୁ ଅଟକାଇବା ସମୟରେ ଦୁଃଖଦ ଘଟଣା ଘଟିଛି। ଏହି ଘଟଣାରେ ଜଣେ ଗୋପୁତ୍ରଙ୍କ ଦେହାନ୍ତ ଘଟିଥିବାବେଳେ ଆଉ ଜଣେ ଗୁରୁତର ଅବସ୍ଥାରେ ଜୀବନ ସହ ସଂଗ୍ରାମ କରୁଛନ୍ତି।
ମୋର ସମସ୍ତ ହିନ୍ଦୁ ଭାଇମାନଙ୍କୁ ଅନୁରୋଧ, ଆହତ ଭାଇଙ୍କ ପାଖକୁ ଯାଇ ସହଯୋଗ କରନ୍ତୁ।
ଏବେ ଦେଖିବାକୁ ବାକି ରହିଲା ସରକାର ଏହି ଘଟଣାରେ କେମିତି ପଦକ୍ଷେପ ନେଉଛନ୍ତି।
— ଗଣେଶ ପାଣିଗ୍ରାହୀ, ରିପୋର୍ଟ
    user_GANESH PANlGRAHl
    GANESH PANlGRAHl
    ସାମ୍ବାଦିକ ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    15 hrs ago
  • Post by Ansubhai Pandey
    1
    Post by Ansubhai Pandey
    user_Ansubhai Pandey
    Ansubhai Pandey
    ମୋହନା, ଗଜପତି, ଓଡ଼ିଶା•
    16 hrs ago
  • #ଏ ତ ତେ ଭଲ ପାଇ ଲି ନ ଦୁଇ ହଜାର ଦ ଶ ଠା ନୁ 🌹🌹🇹🇯🇹🇯🇹🇯🌹🌹
    1
    #ଏ ତ ତେ ଭଲ ପାଇ ଲି ନ ଦୁଇ ହଜାର ଦ ଶ ଠା ନୁ 🌹🌹🇹🇯🇹🇯🇹🇯🌹🌹
    user_Bighne Rana
    Bighne Rana
    Dancer ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
    15 min ago
  • ସବୁବେଳେ ପଡୋଶୀ ବୌଦ୍ଧ ଜିଲ୍ଲା ଆମଗଁ ବଜାରରୁ ହଜାର ସଂଖ୍ୟାରେ ବାଲିପଡା ବଜାର କୁ ଚାରଣ କଲାପରେ ମଟରଗାଡି ରେ ଲୋଡ କରି ରାୟଗଡ଼ା ଜିଲ୍ଲା କୁ ନିଆ ଯାଉଛି।
    1
    ସବୁବେଳେ ପଡୋଶୀ ବୌଦ୍ଧ ଜିଲ୍ଲା ଆମଗଁ ବଜାରରୁ ହଜାର ସଂଖ୍ୟାରେ ବାଲିପଡା ବଜାର କୁ ଚାରଣ କଲାପରେ ମଟରଗାଡି ରେ ଲୋଡ କରି ରାୟଗଡ଼ା ଜିଲ୍ଲା କୁ ନିଆ ଯାଉଛି।
    user_Padmanabha Naik
    Padmanabha Naik
    Video Creator ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
    14 hrs ago
  • ମା ତାରାତାରିଣୀ ଙ୍କ ୪ର୍ଥ ପାଳି ଶେଷ l ଅପେକ୍ଷା ଆର ବର୍ଷ ଚୈତ୍ର ମାସକୁ l ଗଞ୍ଜାମ ଜିଲାର ପ୍ରସିଦ୍ଧ ଦେଵୀ ତଥା ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମାସର ମଙ୍ଗଳବାର ଯାତ୍ରାର ଉଦଯାପନ ଅତି ସୁବନ୍ଦୋବସ୍ତ ମଧ୍ୟରେ ସମାପନ ହୋଇଯାଇଛି l ଏହି ଶେଷ ପାଳିରେ ମା’ ତାରାତାରିଣୀ ଦୁଇଭଉଣୀ ବାସନ୍ତିକ ଦୂର୍ଗା ବେଶରେ ସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଥିଲେ । ମା’ଙ୍କୁ ଚୈତ୍ରମାସର ଏହି ଶେଷ ମଙ୍ଗଳବାରରେ ଦର୍ଶନ କରି ଭକ୍ତମାନେ ଭାବବିହ୍ବଳ ହୋଇ ନିଜ ନିଜର ଶୁଭ ମନାସି ପୁଣି ଆରବର୍ଷ ଚୈତ୍ର ମାସ ମଙ୍ଗଳବାର କୁ ଅପେକ୍ଷା କରିଛନ୍ତି।
    1
    ମା ତାରାତାରିଣୀ ଙ୍କ ୪ର୍ଥ ପାଳି ଶେଷ l ଅପେକ୍ଷା ଆର ବର୍ଷ ଚୈତ୍ର ମାସକୁ l 
ଗଞ୍ଜାମ ଜିଲାର ପ୍ରସିଦ୍ଧ ଦେଵୀ ତଥା  ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମାସର ମଙ୍ଗଳବାର ଯାତ୍ରାର ଉଦଯାପନ ଅତି ସୁବନ୍ଦୋବସ୍ତ ମଧ୍ୟରେ ସମାପନ ହୋଇଯାଇଛି l ଏହି ଶେଷ ପାଳିରେ ମା’ ତାରାତାରିଣୀ ଦୁଇଭଉଣୀ ବାସନ୍ତିକ ଦୂର୍ଗା ବେଶରେ ସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଥିଲେ । ମା’ଙ୍କୁ ଚୈତ୍ରମାସର ଏହି ଶେଷ ମଙ୍ଗଳବାରରେ ଦର୍ଶନ କରି ଭକ୍ତମାନେ ଭାବବିହ୍ବଳ ହୋଇ ନିଜ ନିଜର ଶୁଭ ମନାସି ପୁଣି ଆରବର୍ଷ ଚୈତ୍ର ମାସ ମଙ୍ଗଳବାର କୁ ଅପେକ୍ଷା କରିଛନ୍ତି।
    user_Live Odisha NewsUpdate District reporter
    Live Odisha NewsUpdate District reporter
    Court reporter ବ୍ରହ୍ମପୁର, ଗଞ୍ଜାମ, ଓଡ଼ିଶା•
    2 hrs ago
  • ତାରିଣୀ ଛକରେ ବୀର ମାଟିକୁ ନେଇ ଗର୍ଜିଲା କଂଗ୍ରେସ #spnewstvliveodia #bjd4odisha #congress #bankinews
    1
    ତାରିଣୀ ଛକରେ ବୀର ମାଟିକୁ ନେଇ ଗର୍ଜିଲା କଂଗ୍ରେସ #spnewstvliveodia #bjd4odisha #congress #bankinews
    user_ସର୍ବେଶ୍ୱର ନାୟକ
    ସର୍ବେଶ୍ୱର ନାୟକ
    ନୟାଗଡ଼, ନୟାଗଡ଼, ଓଡ଼ିଶା•
    9 hrs ago
  • #ସୁବର୍ଣ୍ଣପୁର_DRCS_ସଞ୍ଜୟ_କୁମାର_ତ୍ରିପାଠୀ_ନିଲମ୍ବିତ ତରଭା ବ୍ଲକ ମରାଡୁଗୋଛା ପେକ୍ସରେ ନିଯୁକ୍ତି ଦୁର୍ନୀତି ପାଇଁ ନିଲମ୍ବିତ। #ମରାଡୁଗୋଛା_ପ୍ୟାକ୍ସରେ_ନିଯୁକ୍ତି_ଦୁର୍ନୀତିକୁ_ନେଇ_କଠୋର_ଆଭିମୁଖ୍ୟ_ପୋଷଣ_କରିଛନ୍ତି_ଜିଲ୍ଲାପାଳ_ଡ଼_ନୃପରାଜ_ସାହୁ
    1
    #ସୁବର୍ଣ୍ଣପୁର_DRCS_ସଞ୍ଜୟ_କୁମାର_ତ୍ରିପାଠୀ_ନିଲମ୍ବିତ
ତରଭା ବ୍ଲକ ମରାଡୁଗୋଛା ପେକ୍ସରେ ନିଯୁକ୍ତି ଦୁର୍ନୀତି ପାଇଁ ନିଲମ୍ବିତ।
#ମରାଡୁଗୋଛା_ପ୍ୟାକ୍ସରେ_ନିଯୁକ୍ତି_ଦୁର୍ନୀତିକୁ_ନେଇ_କଠୋର_ଆଭିମୁଖ୍ୟ_ପୋଷଣ_କରିଛନ୍ତି_ଜିଲ୍ଲାପାଳ_ଡ଼_ନୃପରାଜ_ସାହୁ
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    9 hrs ago
  • ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଜନଗଣନା ରଥଙ୍କ ପତକା ଦେଖାଇ ଶୁଭାରମ୍ଭ କଲେ ଜିଲ୍ଲାପାଳ
    1
    ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଜନଗଣନା ରଥଙ୍କ ପତକା ଦେଖାଇ ଶୁଭାରମ୍ଭ କଲେ ଜିଲ୍ଲାପାଳ
    user_Live Odisha NewsUpdate District reporter
    Live Odisha NewsUpdate District reporter
    Court reporter ବ୍ରହ୍ମପୁର, ଗଞ୍ଜାମ, ଓଡ଼ିଶା•
    19 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.