logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଡିକି ଭାଙ୍ଗି ଏସଏଚଜି ଗ୍ରୁପ୍‌ର ୫୦ ହଜାର ଟଙ୍କା ଲୁଟ୍; କଣ୍ଟାବାଞ୍ଜିରେ ସକ୍ରିୟ ଲୁଟେରା ଗ୍ୟାଙ୍ଗ୍‌, ସିସିଟିଭିରେ ଫୋଟେଜ୍‌ କଏଦ୍‌ । ବଲାଙ୍ଗୀର,୧।୮: ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ସହରରେ ସଂଘଠିତ ହୋଇଛି ଏକ ଚାଞ୍ଚଲ୍ୟକର ଲୁଟ୍ ଘଟଣା। ବ୍ୟାଙ୍କରୁ ଟଙ୍କା ଉଠାଇ ଘରକୁ ଫେରୁଥିବା ବେଳେ ଏସଏଚଜି (SHG) ଗୋଷ୍ଠୀର ମହିଳାଙ୍କ ଗାଡ଼ି ଡିକି ଭାଙ୍ଗି ୫୦ ହଜାର ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ। ମିଳିଥିବା ସୂଚନା ଅନୁଯାୟୀ, ତୁରେକେଲା ବ୍ଲକ କୁଇବାହାଲ ଗ୍ରାମର 'ତ୍ରିବେଣୀ ଏସଏଚଜି' ଗ୍ରୁପ୍‌ର ସଦସ୍ୟାମାନେ ବ୍ୟାଙ୍କରୁ ୫୦ ହଜାର ଟଙ୍କା ଉଠାଇ ଗାଡ଼ି ଡିକିରେ ରଖିଥିଲେ। କଣ୍ଟାବାଞ୍ଜି ଦୁଇ ନମ୍ବର ରୋଡ୍‌ ନିକଟରେ ସେମାନେ ଝାଳମୁଢ଼ି ଖାଉଥିବା ସମୟରେ, ପୂର୍ବରୁ ପିଛା କରୁଥିବା ୪ ଜଣ ସନ୍ଦିଗ୍ଧ ଲୁଟେରା ଦୁଇଟି ମୋଟରସାଇକେଲରେ ଆସି ପହଞ୍ଚିଥିଲେ। ଆଖିପିଛୁଳାକେ ଗାଡ଼ି ଡିକି ଭାଙ୍ଗି ଟଙ୍କା ଭର୍ତ୍ତି ବ୍ୟାଗ୍ ଲୁଟି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଏହି ସମ୍ପୂର୍ଣ୍ଣ ଚୋରି ଘଟଣାର ଦୃଶ୍ୟ ନିକଟସ୍ଥ ସିସିଟିଭି (CCTV) କ୍ୟାମେରାରେ କଏଦ ହୋଇଛି। ପୋଲିସ ସିସିଟିଭି ଫୁଟେଜ୍‌କୁ ଆଧାର କରି ତଦନ୍ତ ଆରମ୍ଭ କରିଥିବା ବେଳେ ଲୁଟେରା ଗ୍ୟାଙ୍ଗକୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି।

8 hrs ago
user_Taranisen Meher
Taranisen Meher
Archive ବଲାଙ୍ଗୀର, ବଲାଙ୍ଗୀର, ଓଡ଼ିଶା•
8 hrs ago
15357190-3cbe-4e02-b623-897fb930dae7

ଡିକି ଭାଙ୍ଗି ଏସଏଚଜି ଗ୍ରୁପ୍‌ର ୫୦ ହଜାର ଟଙ୍କା ଲୁଟ୍; କଣ୍ଟାବାଞ୍ଜିରେ ସକ୍ରିୟ ଲୁଟେରା ଗ୍ୟାଙ୍ଗ୍‌, ସିସିଟିଭିରେ ଫୋଟେଜ୍‌ କଏଦ୍‌ । ବଲାଙ୍ଗୀର,୧।୮: ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ସହରରେ ସଂଘଠିତ ହୋଇଛି ଏକ ଚାଞ୍ଚଲ୍ୟକର ଲୁଟ୍ ଘଟଣା। ବ୍ୟାଙ୍କରୁ ଟଙ୍କା ଉଠାଇ ଘରକୁ ଫେରୁଥିବା ବେଳେ ଏସଏଚଜି (SHG) ଗୋଷ୍ଠୀର ମହିଳାଙ୍କ ଗାଡ଼ି ଡିକି ଭାଙ୍ଗି ୫୦ ହଜାର ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ। ମିଳିଥିବା ସୂଚନା ଅନୁଯାୟୀ, ତୁରେକେଲା ବ୍ଲକ କୁଇବାହାଲ ଗ୍ରାମର 'ତ୍ରିବେଣୀ ଏସଏଚଜି' ଗ୍ରୁପ୍‌ର ସଦସ୍ୟାମାନେ ବ୍ୟାଙ୍କରୁ ୫୦ ହଜାର ଟଙ୍କା ଉଠାଇ ଗାଡ଼ି ଡିକିରେ ରଖିଥିଲେ। କଣ୍ଟାବାଞ୍ଜି ଦୁଇ ନମ୍ବର ରୋଡ୍‌ ନିକଟରେ ସେମାନେ ଝାଳମୁଢ଼ି ଖାଉଥିବା ସମୟରେ, ପୂର୍ବରୁ ପିଛା କରୁଥିବା ୪ ଜଣ ସନ୍ଦିଗ୍ଧ ଲୁଟେରା ଦୁଇଟି ମୋଟରସାଇକେଲରେ ଆସି ପହଞ୍ଚିଥିଲେ। ଆଖିପିଛୁଳାକେ ଗାଡ଼ି ଡିକି ଭାଙ୍ଗି ଟଙ୍କା ଭର୍ତ୍ତି ବ୍ୟାଗ୍ ଲୁଟି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଏହି ସମ୍ପୂର୍ଣ୍ଣ ଚୋରି ଘଟଣାର ଦୃଶ୍ୟ ନିକଟସ୍ଥ ସିସିଟିଭି (CCTV) କ୍ୟାମେରାରେ କଏଦ ହୋଇଛି। ପୋଲିସ ସିସିଟିଭି ଫୁଟେଜ୍‌କୁ ଆଧାର କରି ତଦନ୍ତ ଆରମ୍ଭ କରିଥିବା ବେଳେ ଲୁଟେରା ଗ୍ୟାଙ୍ଗକୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି।

More news from ଓଡ଼ିଶା and nearby areas
  • ଜାତୀୟ_ରାଜପଥ_୫୭_ବ୍ଲକ୍_ଛକରୁ_ପଟାଭାଡି_ଅବରୋଧ ପହଂଚିଲେ ଜିଲ୍ଲାପାଳ
    1
    ଜାତୀୟ_ରାଜପଥ_୫୭_ବ୍ଲକ୍_ଛକରୁ_ପଟାଭାଡି_ଅବରୋଧ ପହଂଚିଲେ ଜିଲ୍ଲାପାଳ
    user_SonepurSambad
    SonepurSambad
    Court reporter ଡୁଙ୍ଗୁରିପାଲି, ସୋନପୁର, ଓଡ଼ିଶା•
    4 hrs ago
  • ବରପାହାଡ଼ ଖୋଲ ଚେକ ଡେମ ନିର୍ମାଣ ରେ ହୋଇଥିବା ନିମ୍ନମାନର କାମ କୁ ନେଇ ବନଖଣ୍ଡ ଅଧିକାର କଣ କହୁଛନ୍ତି ଶୁଣନ୍ତୁ #rishitv #checkdam #ranger #forestdeparment #subarnapur #sonepur #cmoodisha #village #menda #highlight #trendingpost ସୁବର୍ଣପୁର ଜ଼ିଲ୍ଲା ତରଭା ବ୍ଲକ ପାଇକବାହାଲ ପଞ୍ଚାୟତ ଅନ୍ତର୍ଗତ ବ୍ରହମଣୀପାଲି ରାଜପାଲି ର ବରପାହାଡ଼ ଖୋଲ ରେ ହୋଇଛି ନିମ୍ନମାନର ଚେକ ଡେମ କାମ...
    1
    ବରପାହାଡ଼ ଖୋଲ  ଚେକ ଡେମ ନିର୍ମାଣ  ରେ ହୋଇଥିବା ନିମ୍ନମାନର 
କାମ କୁ ନେଇ ବନଖଣ୍ଡ ଅଧିକାର କଣ କହୁଛନ୍ତି ଶୁଣନ୍ତୁ 
#rishitv #checkdam #ranger #forestdeparment 
#subarnapur #sonepur #cmoodisha #village 
#menda #highlight #trendingpost 
 ସୁବର୍ଣପୁର ଜ଼ିଲ୍ଲା  ତରଭା ବ୍ଲକ ପାଇକବାହାଲ ପଞ୍ଚାୟତ ଅନ୍ତର୍ଗତ 
ବ୍ରହମଣୀପାଲି  ରାଜପାଲି ର ବରପାହାଡ଼ ଖୋଲ ରେ ହୋଇଛି ନିମ୍ନମାନର ଚେକ ଡେମ କାମ...
    user_Ranjan hota
    Ranjan hota
    Sonepur, Odisha•
    40 min ago
  • Post by Nilakantha Kumar
    1
    Post by Nilakantha Kumar
    user_Nilakantha Kumar
    Nilakantha Kumar
    Gochhapada, Kandhamal•
    10 hrs ago
  • 🌹🌹🌹🌹🌹🌹🌹🌹🌹
    1
    🌹🌹🌹🌹🌹🌹🌹🌹🌹
    user_Bighne Rana
    Bighne Rana
    Dancer ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
    11 hrs ago
  • କପିଳାଭଟା ରେ ପ୍ରାଥମିକ କୃଷି ସମବାୟ ସମିତି ଲିଃ ଶୁଭ ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ
    1
    କପିଳାଭଟା ରେ ପ୍ରାଥମିକ କୃଷି ସମବାୟ ସମିତି ଲିଃ ଶୁଭ ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ
    user_HULESWAR HANS YADAV
    HULESWAR HANS YADAV
    Local News Reporter କଣ୍ଟାବାଞ୍ଜି, ବଲାଙ୍ଗୀର, ଓଡ଼ିଶା•
    4 hrs ago
  • ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ହରିଭବନ ଠାରେ ଆଜି ସର୍ଗୀୟ ଡାକ୍ତର ନେକିରାମ ଅଗ୍ରଓ୍ବାଲ ଙ୍କ ସ୍ମୃତିରେ ପ୍ରେସ କ୍ଲବ ଓ ମାରଓ୍ବାଡ଼ି ଯୁବା ମଞ୍ଚ ବିକାଶ ଶାଖା, କଣ୍ଟାବାଞ୍ଜି ଏବଂ ଏସ୍.ସି.ଡି. ଚକ୍ଷୁ ଚିକିତ୍ସାଳୟ ଙ୍କ ସହଯୋଗରେ ନିଃଶୁଳ୍କ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି।
    1
    ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ହରିଭବନ ଠାରେ ଆଜି ସର୍ଗୀୟ ଡାକ୍ତର ନେକିରାମ ଅଗ୍ରଓ୍ବାଲ ଙ୍କ ସ୍ମୃତିରେ  ପ୍ରେସ କ୍ଲବ ଓ ମାରଓ୍ବାଡ଼ି ଯୁବା ମଞ୍ଚ ବିକାଶ ଶାଖା, କଣ୍ଟାବାଞ୍ଜି ଏବଂ ଏସ୍.ସି.ଡି. ଚକ୍ଷୁ ଚିକିତ୍ସାଳୟ ଙ୍କ ସହଯୋଗରେ ନିଃଶୁଳ୍କ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି।
    user_କଣ୍ଟାବାଞ୍ଜି ଖବର
    କଣ୍ଟାବାଞ୍ଜି ଖବର
    କଣ୍ଟାବାଞ୍ଜି, ବଲାଙ୍ଗୀର, ଓଡ଼ିଶା•
    5 hrs ago
  • ଗୁରୁ ସତ୍ୟନାରାୟଣ ବହିଦାର ଙ୍କ ଜନ୍ମ ଜୟନ୍ତୀ କୁ ନେଇ ପାଳନ ହେଉଥିବା ସମ୍ବଲପୁରୀ ଦିନ ପାଳନ ପାଇଁ ବୀରମହାରାଜପୁର ରେ କଣ ରହିଛି ପ୍ରସ୍ତୁତି ସେନେଇ ମତରଖୁଛନ୍ତୁ ସାଂସ୍କୃତିକ ସଙ୍ଗଠକ କିଶୋର ହୋତା
    1
    ଗୁରୁ ସତ୍ୟନାରାୟଣ ବହିଦାର ଙ୍କ ଜନ୍ମ ଜୟନ୍ତୀ କୁ ନେଇ ପାଳନ ହେଉଥିବା ସମ୍ବଲପୁରୀ ଦିନ ପାଳନ ପାଇଁ ବୀରମହାରାଜପୁର ରେ କଣ ରହିଛି ପ୍ରସ୍ତୁତି ସେନେଇ ମତରଖୁଛନ୍ତୁ ସାଂସ୍କୃତିକ ସଙ୍ଗଠକ କିଶୋର ହୋତା
    user_Pitambar Sahu
    Pitambar Sahu
    Reporter ବୀରମହାରାଜପୁର, ସୋନପୁର, ଓଡ଼ିଶା•
    6 hrs ago
  • ଲଗାଣ ବର୍ଷା ରେ ଭାଙ୍ଗିଲା ଘର ଅଳ୍ପକେ ବର୍ତ୍ତି ରେ ପରିବାର ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କାଦୋଦର ପଞ୍ଚାୟତ ର ଜୟପୁର ଗ୍ରାମ ର ନନ୍ଦିନୀ କର୍ଣ୍ଣାଙ୍କ ଘର ଲଗାଣ ବର୍ଷା ଭାଙ୍ଗିଯାଇଛି।ଘର ପ୍ରଶାସନ ପାଖରେ ଗୁହାରି କରିଛନ୍ତି।ଘର ପାଇଁ
    1
    ଲଗାଣ ବର୍ଷା ରେ ଭାଙ୍ଗିଲା ଘର ଅଳ୍ପକେ ବର୍ତ୍ତି ରେ ପରିବାର 
ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କାଦୋଦର ପଞ୍ଚାୟତ ର ଜୟପୁର ଗ୍ରାମ ର ନନ୍ଦିନୀ କର୍ଣ୍ଣାଙ୍କ ଘର ଲଗାଣ ବର୍ଷା ଭାଙ୍ଗିଯାଇଛି।ଘର ପ୍ରଶାସନ ପାଖରେ ଗୁହାରି କରିଛନ୍ତି।ଘର ପାଇଁ
    user_SonepurSambad
    SonepurSambad
    Court reporter ଡୁଙ୍ଗୁରିପାଲି, ସୋନପୁର, ଓଡ଼ିଶା•
    4 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.