logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ବାଲେଶ୍ଵର ଜିଲ୍ଲା ବସ୍ତା ନିର୍ବାଚନ ମଣ୍ଡଳୀ ବାଲିଆପାଳ ବ୍ଲକ ଅନ୍ତର୍ଗତ ବାଲିଆପାଳ ଜଗନ୍ନାଥ ମନ୍ଦିର ପରିସରରେ ଶ୍ରୀଗଣେଶ ମନ୍ଦିର ନିର୍ମାଣ ପାଇଁ ଭୂମି ପୂଜନ, ବାଲିଆପାଳ ଶ୍ରଦ୍ଧାକ୍ଷେତ୍ରରେ ଜଗନ୍ନାଥ ମନ୍ଦିର ପରିସରରେ ଶ୍ରୀଗଣେଶ ମନ୍ଦିର ପାଇଁ ଭୂମି ପୂଜନ ହୋଇଯାଇଛି । ଏହି ଅବସର ପ୍ରାପ୍ତ ଅଧ୍ୟକ୍ଷ ଡଃ ହୃଦୟ ରଂଜନ ତ୍ରିପାଠୀ ଙ୍କ ଆର୍ଥକ ଅନୁଦାନ ରେ ଜଗନ୍ନାଥ ମନ୍ଦିର ପରିସରରେ ଶ୍ରୀଗଣେଶ ମନ୍ଦିର ନିର୍ମାଣ ଲାଗି ଭୁମି ପୂଜନ କାର୍ଯ୍ୟ ସଂପୂର୍ଣ୍ଣ ହୋଇଯାଇଛି । ଏଥିରେ ଡଃ ହୃଦୟ ରଂଜନ ତ୍ରିପାଠୀ ଙ୍କ ସହିତ ଜଗନ୍ନାଥ ମନ୍ଦିର ମୁଖ୍ୟ ପୂଜକ ଏବଂ ଅନ୍ୟାନ୍ୟ ପୂଜକ ଙ୍କ ସହଯୋଗ ରେ କାର୍ଯ୍ୟ ସଂପୂର୍ଣ୍ଣ ହୋଇଛି । ଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ସଭାପତି ବ୍ରଜକିଶୋର ଭୁୟାଁ, ସଂପାଦକ ପ୍ରଫୁଲ୍ଲ କୁମାର ସାହୁ, ବରିଷ୍ଠ ସଦସ୍ୟ ମୂରଲୀ ମୋହନ ସାହୁ, ମଧୁସୂଦନ ବାରିକ, ମଧୁସୂଦନ ସାହୁ, ପ୍ରିୟନାଥ ସେଠୀ, କାଳିଚରଣ ଦେ, ସୁଶାନ୍ତ କୁମାର ଚକ୍ରବର୍ତ୍ତୀ ଓ ଦିବ୍ୟକାମ ମହାନ୍ତି ସହଯୋଗ କରିଥିଲେ।

21 hrs ago
user_Chandan Baliapal ସାମ୍ବାଦିକ
Chandan Baliapal ସାମ୍ବାଦିକ
Baliapal, Baleshwar•
21 hrs ago

ବାଲେଶ୍ଵର ଜିଲ୍ଲା ବସ୍ତା ନିର୍ବାଚନ ମଣ୍ଡଳୀ ବାଲିଆପାଳ ବ୍ଲକ ଅନ୍ତର୍ଗତ ବାଲିଆପାଳ ଜଗନ୍ନାଥ ମନ୍ଦିର ପରିସରରେ ଶ୍ରୀଗଣେଶ ମନ୍ଦିର ନିର୍ମାଣ ପାଇଁ ଭୂମି ପୂଜନ, ବାଲିଆପାଳ ଶ୍ରଦ୍ଧାକ୍ଷେତ୍ରରେ ଜଗନ୍ନାଥ ମନ୍ଦିର ପରିସରରେ ଶ୍ରୀଗଣେଶ ମନ୍ଦିର ପାଇଁ ଭୂମି ପୂଜନ ହୋଇଯାଇଛି । ଏହି ଅବସର ପ୍ରାପ୍ତ ଅଧ୍ୟକ୍ଷ ଡଃ ହୃଦୟ ରଂଜନ ତ୍ରିପାଠୀ ଙ୍କ ଆର୍ଥକ ଅନୁଦାନ ରେ ଜଗନ୍ନାଥ ମନ୍ଦିର ପରିସରରେ ଶ୍ରୀଗଣେଶ ମନ୍ଦିର ନିର୍ମାଣ ଲାଗି ଭୁମି ପୂଜନ କାର୍ଯ୍ୟ ସଂପୂର୍ଣ୍ଣ ହୋଇଯାଇଛି । ଏଥିରେ ଡଃ ହୃଦୟ ରଂଜନ ତ୍ରିପାଠୀ ଙ୍କ ସହିତ ଜଗନ୍ନାଥ ମନ୍ଦିର ମୁଖ୍ୟ ପୂଜକ ଏବଂ ଅନ୍ୟାନ୍ୟ ପୂଜକ ଙ୍କ ସହଯୋଗ ରେ କାର୍ଯ୍ୟ ସଂପୂର୍ଣ୍ଣ ହୋଇଛି । ଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ସଭାପତି ବ୍ରଜକିଶୋର ଭୁୟାଁ, ସଂପାଦକ ପ୍ରଫୁଲ୍ଲ କୁମାର ସାହୁ, ବରିଷ୍ଠ ସଦସ୍ୟ ମୂରଲୀ ମୋହନ ସାହୁ, ମଧୁସୂଦନ ବାରିକ, ମଧୁସୂଦନ ସାହୁ, ପ୍ରିୟନାଥ ସେଠୀ, କାଳିଚରଣ ଦେ, ସୁଶାନ୍ତ କୁମାର ଚକ୍ରବର୍ତ୍ତୀ ଓ ଦିବ୍ୟକାମ ମହାନ୍ତି ସହଯୋଗ କରିଥିଲେ।

More news from ଓଡ଼ିଶା and nearby areas
  • ସୂଚନା ଅନୁଯାୟୀ ସମ୍ବାଦ ଉତ୍ତର ଓଡ଼ିଶା ସଂସ୍କରଣର ମାର୍କେଟିଙ୍ଗ ମ୍ୟାନେଜର ବିରଞ୍ଜନ ଦାସଙ୍କ ବାଲେଶ୍ବର ଜିଲ୍ଲା ବସ୍ତା ଥାନା ବାଇତପଡା ସ୍ଥିତ ଘରକୁ ୩ ଜଣ ଯୁବକ ଏକ ବାଇକ୍ ଯୋଗେ ଚୁଟି ନେବାପାଇଁ ଆସିଥିଲେ, ବିରଞ୍ଜନ ଙ୍କ ମାଆ ଘର ଭିତରକୁ ଚୁଟି ଆଣିବା ପାଇଁ ଯାଇଥିବା ବେଳେ ଏହି ଯୁବକ ମାନେ ଘର ଭିତରେ ପଶି ଧାନ ବସ୍ତା ନେଇ ପଳାଉଥିଲେ, ଏହି ସମୟରେ ପରିବାର ଲୋକଙ୍କ ପାଟି ଶୁଣି ଗ୍ରାମବାସୀ ପହଞ୍ଚି ଜଣକୁ କାବୁ କରିଥିବା ବେଳେ ଅନ୍ୟ ଦୁଇ ଜଣ ସେଠାରୁ ଚମ୍ପଟ ମାରିଛନ୍ତି, ଘଟଣା ସ୍ଥଳରେ ଅମର୍ଦ୍ଦା ରୋଡ ଫାଣ୍ଡି ପୋଲିସ ପହଞ୍ଚି ଉକ୍ତ ଯୁବକକୁ ଥାନାକୁ ଅଟକ ରଖି ପଚରାଉଚରା କରୁଛି, ଅଟକ ଯୁବକ ଜଣକ ସିଂଲା ଥାନା କାଦରାୟାଁ ଅଞ୍ଚଳର ସେଖ୍ ଧନୀ ବୋଲି ଜଣା ପଡିଛି, ଅନ୍ୟ ମାନଙ୍କ ପରିଚୟ ମିଳିପାରିନାହିଁ।
    1
    ସୂଚନା ଅନୁଯାୟୀ ସମ୍ବାଦ ଉତ୍ତର ଓଡ଼ିଶା ସଂସ୍କରଣର ମାର୍କେଟିଙ୍ଗ ମ୍ୟାନେଜର ବିରଞ୍ଜନ ଦାସଙ୍କ ବାଲେଶ୍ବର ଜିଲ୍ଲା ବସ୍ତା ଥାନା ବାଇତପଡା ସ୍ଥିତ ଘରକୁ ୩ ଜଣ ଯୁବକ ଏକ ବାଇକ୍ ଯୋଗେ ଚୁଟି ନେବାପାଇଁ ଆସିଥିଲେ, ବିରଞ୍ଜନ ଙ୍କ ମାଆ ଘର ଭିତରକୁ ଚୁଟି ଆଣିବା ପାଇଁ ଯାଇଥିବା ବେଳେ ଏହି ଯୁବକ ମାନେ ଘର ଭିତରେ ପଶି ଧାନ ବସ୍ତା ନେଇ ପଳାଉଥିଲେ, ଏହି ସମୟରେ ପରିବାର ଲୋକଙ୍କ ପାଟି ଶୁଣି ଗ୍ରାମବାସୀ ପହଞ୍ଚି ଜଣକୁ କାବୁ କରିଥିବା ବେଳେ ଅନ୍ୟ ଦୁଇ ଜଣ ସେଠାରୁ ଚମ୍ପଟ ମାରିଛନ୍ତି, ଘଟଣା ସ୍ଥଳରେ ଅମର୍ଦ୍ଦା ରୋଡ ଫାଣ୍ଡି ପୋଲିସ ପହଞ୍ଚି ଉକ୍ତ ଯୁବକକୁ ଥାନାକୁ ଅଟକ ରଖି ପଚରାଉଚରା କରୁଛି, ଅଟକ ଯୁବକ ଜଣକ ସିଂଲା ଥାନା କାଦରାୟାଁ ଅଞ୍ଚଳର ସେଖ୍ ଧନୀ ବୋଲି ଜଣା ପଡିଛି, ଅନ୍ୟ ମାନଙ୍କ ପରିଚୟ ମିଳିପାରିନାହିଁ।
    user_Sk Ajaruddin
    Sk Ajaruddin
    Local News Reporter ବାସ୍ତା, ବାଲେଶ୍ୱର, ଓଡ଼ିଶା•
    22 hrs ago
  • ଓଡ଼ିଶା ବିଧାନସଭାରେ ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ ରାଜ୍ୟ ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ।
    1
    ଓଡ଼ିଶା ବିଧାନସଭାରେ ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ ରାଜ୍ୟ ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ।
    user_Odisha News Express
    Odisha News Express
    ବାଲେଶ୍ୱର (M), ବାଲେଶ୍ୱର, ଓଡ଼ିଶା•
    4 hrs ago
  • Post by Khabar
    1
    Post by Khabar
    user_Khabar
    Khabar
    Farmer ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    17 hrs ago
  • ନୟାଗଡ଼ ଗଣିଆ ଥାନା ବିବାଦ ବଢ଼ିଲା ଅଡ଼ୁଆ ରେ ଏବେ ଜିଲ୍ଲା ପ୍ରଶାସନ ଆଗକୁ କଣ କରିବ ଭୀମ ଆର୍ମି
    1
    ନୟାଗଡ଼ ଗଣିଆ ଥାନା ବିବାଦ ବଢ଼ିଲା ଅଡ଼ୁଆ ରେ ଏବେ ଜିଲ୍ଲା ପ୍ରଶାସନ ଆଗକୁ କଣ କରିବ ଭୀମ ଆର୍ମି
    user_Prime time press
    Prime time press
    Agistment service ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    20 hrs ago
  • ବିରୋଧୀ ଦଳ ନେତା Naveen Patnaik ବଜେଟ୍‌କୁ ନେଇ ତୀବ୍ର ଆକ୍ରମଣ କରି କହିଛନ୍ତି ଯେ, ଏହା ଏକ ‘ଖାଲି ରୋଷେଇ ଘରର ଭରପୂର ମେନୁ’ ଭଳି। ଅର୍ଥାତ୍ କାଗଜରେ ଅନେକ ଯୋଜନା ଓ ଘୋଷଣା ରହିଥିଲେ ମଧ୍ୟ, ସେଗୁଡ଼ିକୁ କାମରେ ପରିଣତ କରିବା ପାଇଁ ପର୍ଯ୍ୟାପ୍ତ ଧନର ବ୍ୟବସ୍ଥା ନାହିଁ ବୋଲି ସେ ଅଭିଯୋଗ କରିଛନ୍ତି।
    1
    ବିରୋଧୀ ଦଳ ନେତା Naveen Patnaik ବଜେଟ୍‌କୁ ନେଇ ତୀବ୍ର ଆକ୍ରମଣ କରି କହିଛନ୍ତି ଯେ, ଏହା ଏକ ‘ଖାଲି ରୋଷେଇ ଘରର ଭରପୂର ମେନୁ’ ଭଳି। ଅର୍ଥାତ୍ କାଗଜରେ ଅନେକ ଯୋଜନା ଓ ଘୋଷଣା ରହିଥିଲେ ମଧ୍ୟ, ସେଗୁଡ଼ିକୁ କାମରେ ପରିଣତ କରିବା ପାଇଁ ପର୍ଯ୍ୟାପ୍ତ ଧନର ବ୍ୟବସ୍ଥା ନାହିଁ ବୋଲି ସେ ଅଭିଯୋଗ କରିଛନ୍ତି।
    user_Mayurbhanj Live
    Mayurbhanj Live
    Business Analyst ଝରପୋଖରିଆ, ମୟୂରଭଞ୍ଜ, ଓଡ଼ିଶା•
    48 min ago
  • 📚 ପରୀକ୍ଷାର ଦ୍ୱିତୀୟ ଦିନ — ଶାନ୍ତିପୂର୍ଣ୍ଣ ଓ ଶୃଙ୍ଖଳିତ ପରିବେଶ ✔️ ଆଜି ୨୧ ତାରିଖରେ ରାଜ୍ୟ ଜୁଡି ଚାଲିଛି ମାଟ୍ରିକ୍ ପରୀକ୍ଷା। ଦ୍ୱିତୀୟ ଦିନରେ ଇଂରାଜୀ ପରୀକ୍ଷା ଦେଲେ ଛାତ୍ରଛାତ୍ରୀ। ଅଞ୍ଚଳର ପିଏମଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କେନ୍ଦ୍ରରେ ପରୀକ୍ଷା ଶାନ୍ତିପୂର୍ଣ୍ଣ ଭାବେ ଅନୁଷ୍ଠିତ ହେଲା। ଜିଲ୍ଲାର ରାଢୋ, ବହୁବନ୍ଧ ଓ ଶିଶୁ ବିଦ୍ୟାମନ୍ଦିର ସ୍କୁଲର ମୋଟ ୧୫୧ ଜଣ ପରୀକ୍ଷାର୍ଥୀ ପରୀକ୍ଷାରେ ଯୋଗଦେଲେ। ସମସ୍ତ ଛାତ୍ରଛାତ୍ରୀ ସମୟରୁ ପୂର୍ବରୁ କେନ୍ଦ୍ରରେ ପହଞ୍ଚିଥିଲେ — ନାହିଁ କୌଣସି ଅନିୟମିତତା ❌ ନାହିଁ କୌଣସି ଅସନ୍ତୋଷ ❌ AI କ୍ୟାମେରା ନଜରରେ ହେଲା ପୂରାପୂରି ଶୃଙ୍ଖଳିତ ପରୀକ୍ଷା ପରିବେଶ 👍 #MatricExam #BoardExam #Students #Odisha #Udala #Mayurbhanj #odiabharatliv
    1
    📚 ପରୀକ୍ଷାର ଦ୍ୱିତୀୟ ଦିନ — ଶାନ୍ତିପୂର୍ଣ୍ଣ ଓ ଶୃଙ୍ଖଳିତ ପରିବେଶ ✔️
ଆଜି ୨୧ ତାରିଖରେ ରାଜ୍ୟ ଜୁଡି ଚାଲିଛି ମାଟ୍ରିକ୍ ପରୀକ୍ଷା। ଦ୍ୱିତୀୟ ଦିନରେ ଇଂରାଜୀ ପରୀକ୍ଷା ଦେଲେ ଛାତ୍ରଛାତ୍ରୀ।
ଅଞ୍ଚଳର
ପିଏମଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କେନ୍ଦ୍ରରେ ପରୀକ୍ଷା ଶାନ୍ତିପୂର୍ଣ୍ଣ ଭାବେ ଅନୁଷ୍ଠିତ ହେଲା।
ଜିଲ୍ଲାର ରାଢୋ, ବହୁବନ୍ଧ ଓ ଶିଶୁ ବିଦ୍ୟାମନ୍ଦିର ସ୍କୁଲର
ମୋଟ ୧୫୧ ଜଣ ପରୀକ୍ଷାର୍ଥୀ ପରୀକ୍ଷାରେ ଯୋଗଦେଲେ।
ସମସ୍ତ ଛାତ୍ରଛାତ୍ରୀ ସମୟରୁ ପୂର୍ବରୁ କେନ୍ଦ୍ରରେ ପହଞ୍ଚିଥିଲେ —
ନାହିଁ କୌଣସି ଅନିୟମିତତା ❌
ନାହିଁ କୌଣସି ଅସନ୍ତୋଷ ❌
AI କ୍ୟାମେରା ନଜରରେ ହେଲା ପୂରାପୂରି ଶୃଙ୍ଖଳିତ ପରୀକ୍ଷା ପରିବେଶ 👍
#MatricExam #BoardExam #Students #Odisha #Udala #Mayurbhanj #odiabharatliv
    user_Rajib Behera
    Rajib Behera
    Local News Reporter ମୟୂରଭଞ୍ଜ, ମୟୂରଭଞ୍ଜ, ଓଡ଼ିଶା•
    1 hr ago
  • ବାଲେଶ୍ଵର ଜିଲ୍ଲା ବସ୍ତା ନିର୍ବାଚନ ମଣ୍ଡଳୀ ବାଲିଆପାଳ ବ୍ଲକ ଅନ୍ତର୍ଗତ ବାଲିଆପାଳ ଜଗନ୍ନାଥ ମନ୍ଦିର ପରିସରରେ ଶ୍ରୀଗଣେଶ ମନ୍ଦିର ନିର୍ମାଣ ପାଇଁ ଭୂମି ପୂଜନ, ବାଲିଆପାଳ ଶ୍ରଦ୍ଧାକ୍ଷେତ୍ରରେ ଜଗନ୍ନାଥ ମନ୍ଦିର ପରିସରରେ ଶ୍ରୀଗଣେଶ ମନ୍ଦିର ପାଇଁ ଭୂମି ପୂଜନ ହୋଇଯାଇଛି । ଏହି ଅବସର ପ୍ରାପ୍ତ ଅଧ୍ୟକ୍ଷ ଡଃ ହୃଦୟ ରଂଜନ ତ୍ରିପାଠୀ ଙ୍କ ଆର୍ଥକ ଅନୁଦାନ ରେ ଜଗନ୍ନାଥ ମନ୍ଦିର ପରିସରରେ ଶ୍ରୀଗଣେଶ ମନ୍ଦିର ନିର୍ମାଣ ଲାଗି ଭୁମି ପୂଜନ କାର୍ଯ୍ୟ ସଂପୂର୍ଣ୍ଣ ହୋଇଯାଇଛି । ଏଥିରେ ଡଃ ହୃଦୟ ରଂଜନ ତ୍ରିପାଠୀ ଙ୍କ ସହିତ ଜଗନ୍ନାଥ ମନ୍ଦିର ମୁଖ୍ୟ ପୂଜକ ଏବଂ ଅନ୍ୟାନ୍ୟ ପୂଜକ ଙ୍କ ସହଯୋଗ ରେ କାର୍ଯ୍ୟ ସଂପୂର୍ଣ୍ଣ ହୋଇଛି । ଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ସଭାପତି ବ୍ରଜକିଶୋର ଭୁୟାଁ, ସଂପାଦକ ପ୍ରଫୁଲ୍ଲ କୁମାର ସାହୁ, ବରିଷ୍ଠ ସଦସ୍ୟ ମୂରଲୀ ମୋହନ ସାହୁ, ମଧୁସୂଦନ ବାରିକ, ମଧୁସୂଦନ ସାହୁ, ପ୍ରିୟନାଥ ସେଠୀ, କାଳିଚରଣ ଦେ, ସୁଶାନ୍ତ କୁମାର ଚକ୍ରବର୍ତ୍ତୀ ଓ ଦିବ୍ୟକାମ ମହାନ୍ତି ସହଯୋଗ କରିଥିଲେ।
    1
    ବାଲେଶ୍ଵର ଜିଲ୍ଲା ବସ୍ତା ନିର୍ବାଚନ ମଣ୍ଡଳୀ  ବାଲିଆପାଳ ବ୍ଲକ ଅନ୍ତର୍ଗତ ବାଲିଆପାଳ ଜଗନ୍ନାଥ ମନ୍ଦିର ପରିସରରେ ଶ୍ରୀଗଣେଶ ମନ୍ଦିର ନିର୍ମାଣ ପାଇଁ ଭୂମି ପୂଜନ, 
ବାଲିଆପାଳ ଶ୍ରଦ୍ଧାକ୍ଷେତ୍ରରେ  ଜଗନ୍ନାଥ ମନ୍ଦିର ପରିସରରେ ଶ୍ରୀଗଣେଶ ମନ୍ଦିର ପାଇଁ ଭୂମି ପୂଜନ ହୋଇଯାଇଛି । ଏହି ଅବସର ପ୍ରାପ୍ତ ଅଧ୍ୟକ୍ଷ ଡଃ ହୃଦୟ ରଂଜନ ତ୍ରିପାଠୀ ଙ୍କ ଆର୍ଥକ ଅନୁଦାନ ରେ ଜଗନ୍ନାଥ ମନ୍ଦିର ପରିସରରେ ଶ୍ରୀଗଣେଶ ମନ୍ଦିର ନିର୍ମାଣ ଲାଗି ଭୁମି ପୂଜନ କାର୍ଯ୍ୟ ସଂପୂର୍ଣ୍ଣ ହୋଇଯାଇଛି । ଏଥିରେ ଡଃ ହୃଦୟ ରଂଜନ ତ୍ରିପାଠୀ ଙ୍କ ସହିତ ଜଗନ୍ନାଥ ମନ୍ଦିର ମୁଖ୍ୟ ପୂଜକ ଏବଂ ଅନ୍ୟାନ୍ୟ ପୂଜକ ଙ୍କ ସହଯୋଗ ରେ କାର୍ଯ୍ୟ ସଂପୂର୍ଣ୍ଣ ହୋଇଛି । ଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ସଭାପତି ବ୍ରଜକିଶୋର ଭୁୟାଁ, ସଂପାଦକ ପ୍ରଫୁଲ୍ଲ କୁମାର ସାହୁ, ବରିଷ୍ଠ ସଦସ୍ୟ ମୂରଲୀ ମୋହନ ସାହୁ, ମଧୁସୂଦନ ବାରିକ, ମଧୁସୂଦନ ସାହୁ, ପ୍ରିୟନାଥ ସେଠୀ, କାଳିଚରଣ ଦେ, ସୁଶାନ୍ତ କୁମାର ଚକ୍ରବର୍ତ୍ତୀ ଓ ଦିବ୍ୟକାମ ମହାନ୍ତି ସହଯୋଗ କରିଥିଲେ।
    user_Chandan Baliapal ସାମ୍ବାଦିକ
    Chandan Baliapal ସାମ୍ବାଦିକ
    Baliapal, Baleshwar•
    21 hrs ago
  • ସୋର ଅତିରିକ୍ତ ତହସିଲଦାର ଲାଞ୍ଚ ମାମଲାରେ ଭିଜିଲାନ୍ସ ଏସପି ଙ୍କ ସାମ୍ବାଦିକ ସମ୍ମିଳନୀ।
    1
    ସୋର ଅତିରିକ୍ତ ତହସିଲଦାର ଲାଞ୍ଚ ମାମଲାରେ ଭିଜିଲାନ୍ସ ଏସପି ଙ୍କ ସାମ୍ବାଦିକ ସମ୍ମିଳନୀ।
    user_Odisha News Express
    Odisha News Express
    ବାଲେଶ୍ୱର (M), ବାଲେଶ୍ୱର, ଓଡ଼ିଶା•
    15 hrs ago
  • ବିଜେଡି କରୁଛି ଅପପ୍ରଚାର ବୋଲି କହିଲେ ମନମୋହନ ସାମଲ ବିଜେପି ରାଜ୍ୟ ସଭାପତି ଓଡ଼ିଶା
    1
    ବିଜେଡି କରୁଛି ଅପପ୍ରଚାର ବୋଲି କହିଲେ ମନମୋହନ ସାମଲ ବିଜେପି ରାଜ୍ୟ ସଭାପତି ଓଡ଼ିଶା
    user_Prime time press
    Prime time press
    Agistment service ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    21 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.