logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

*ମେ' ୯ ରେ ରାଷ୍ଟ୍ରୀୟ ଲୋକ ଅଦାଲତ* ସମସ୍ତ ପ୍ରକାର ବିଚାରଧୀନ ମକଦ୍ଦମା ବିନା ଶୁଳ୍କରେ ଶୁଣାଣି କରାଯାଏ ଜଗତସିଂହପୁର ୨୧/୪- ଜଗତସିଂହପୁର ଜିଲ୍ଲା ସ୍ତରୀୟ ଓ ତାଲୁକ ସ୍ତରୀୟ ଚଳିତ ବର୍ଷର ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ' ମାସ ୯ ତାରିଖରେ ସମସ୍ତ ଅଦାଲତ ଏବଂ ସମସ୍ତ ତହସିଲ କାର୍ଯ୍ଯାଳୟରେ ଅନୁଷ୍ଠିତ ହେବ । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରଧିନ ମୋକଦ୍ଦମା ଯଥା ଫୌଜଦାରୀ (ସାଲିସ ଯୋଗ୍ୟ), ଚେକ୍ ବାଉନ୍ସ ମାମଲା, ବ୍ୟାଙ୍କ ଋଣ ମାମଲା, ଟ୍ରାଫିକ ଚାଲାଣ ମାମଲା, ରାଜସ୍ୱ ମାମଲା, ଶ୍ରମ ବିବାଦ, ବୈବାହିକ ବିବାଦ (ଛାଡପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା ଦାବି ସମ୍ବଧୀୟ ଓ ଅନ୍ୟାନ୍ୟ ଦିୱାନୀ ମୋକଦମା ଇତ୍ୟାଦିର ଆପୋସ ସହମତିରେ ସମାଧାନ କରାଯାଇପାରିବ। କେବଳ ବିଚାରଧିନ ମୋକଦ୍ଦମା ନୁହେଁ ପ୍ରାକ ମୋକଦ୍ଦମା ସ୍ତରୀୟ (କଚେରୀରେ ଦାୟର ହୋଇ ନଥିବା) ବି.ଏସ୍.ଏନ୍.ଏଳ୍ ବିବାଦ, ବ୍ୟାଙ୍କ ଋଣ ବିବାଦ, ସାଲିସ୍ ଯୋଗ୍ୟ ଟ୍ରାଫିକ ଚାଲାଣ ଇତ୍ୟାଦିର ମଧ୍ୟ ସମାଧାନ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ହୋଇପାରିବ । ଲୋକ ଅଦାଲତରେ ମୋକଦ୍ଦମା ବିବାଦର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ପଡେ ନାହିଁ ଏବଂ ଲୋକ ଅଦାଲତର ରାୟ ବୈଧ, ଚୁଡାନ୍ତ ଏବଂ ଅମଳ ଯୋଗ୍ୟ । ଯଦି କୌଣସି ବିଚାରଧିନ ମୋକଦମାର ସମାଧାନ ଲୋକ ଅଦାଲତ ମାଧ୍ୟମରେ ହୁଏ ଆଗରୁ ପଇଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଦୀର୍ଘଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ସମାଧାନ ପାଇଁ ଏବଂ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ । ସବିଶେଷ ବିବରଣୀ ନିମନ୍ତେ ଜିଲ୍ଲା ଆଇନ ସେବା ପ୍ରାଧିକରଣ କାର୍ଯ୍ୟାଳୟ ସହିତ ଯୋଗାଯୋଗ କରିବାକୁ ଜଗତସିଂହପୁର ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ସୂଚନା ପ୍ରଦାନ କରାଯାଇଛି ।

1 hr ago
user_Ranjan Khuntia
Ranjan Khuntia
Jagatsinghapur, Odisha•

More news from Odisha and nearby areas
  • ଜଗତସିଂହପୁର ୨୧/୪- ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିର ରେ ଜିଲ୍ଲାପାଳ ଜେ ସୋନାଲ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୫୮ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୫୩ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୫ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ କାର୍ଡ ସମସ୍ୟା ସମ୍ପର୍କୀୟ ୩ ଟି, ଆବାସ ଯୋଜନା ସମ୍ପର୍କୀୟ ୭ ଟି, ଜମିଜମା ସମସ୍ୟା ସମ୍ପର୍କୀୟ ୮ ଟି, ଭତ୍ତା ପାଇବା ପାଇଁ ୪ ଟି, ପୋଲିସ ସହାୟତା ପାଇବା ପାଇଁ ୪ ଟି ଏବଂ ଅନ୍ୟାନ୍ୟ ୨୩ ଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୪ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଅତିରିକ୍ତ ଜିଲ୍ଲାପାଳ ଜ୍ୟୋତି ଶଙ୍କର ରାୟ, ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଅକ୍ଷୟ କୁମାର ପିଲ୍ଲେ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସତ୍ୟବ୍ରତ ଦାଶ,ଉପ ଜିଲ୍ଲାପାଳ ପ୍ରଶାନ୍ତ କୁମାର ତରାଇ, ବ୍ଲକ୍ ଉନ୍ନୟନ ଅଧିକାରୀ, ଜଗତସିଂହପୁର, ଆଶୁତୋଷ ମିଶ୍ର, ତହସିଲଦାର,ଜଗତସିଂହପୁର, ଅଜୟ କୁମାର ମହାନ୍ତି,ଜିଲ୍ଲା ସ୍ତରୀୟ ଅଧିକାରୀ, ନିର୍ବାହୀ ଅଧିକାରୀ ପୌର ପରିଷଦ, ଜଗତସିଂହପୁର, ସନ୍ଦିପ ସିଂ,କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ଶୁଣାଣି କରିଥିଲେ ।
    1
    ଜଗତସିଂହପୁର ୨୧/୪- ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିର ରେ ଜିଲ୍ଲାପାଳ  ଜେ ସୋନାଲ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୫୮ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୫୩ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୫ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ କାର୍ଡ ସମସ୍ୟା ସମ୍ପର୍କୀୟ ୩ ଟି, ଆବାସ ଯୋଜନା ସମ୍ପର୍କୀୟ ୭ ଟି, ଜମିଜମା ସମସ୍ୟା ସମ୍ପର୍କୀୟ ୮ ଟି, ଭତ୍ତା ପାଇବା ପାଇଁ ୪ ଟି, ପୋଲିସ ସହାୟତା ପାଇବା ପାଇଁ ୪ ଟି ଏବଂ ଅନ୍ୟାନ୍ୟ ୨୩ ଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୪ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଅତିରିକ୍ତ ଜିଲ୍ଲାପାଳ ଜ୍ୟୋତି ଶଙ୍କର ରାୟ, ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଅକ୍ଷୟ କୁମାର ପିଲ୍ଲେ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ  ସତ୍ୟବ୍ରତ ଦାଶ,ଉପ ଜିଲ୍ଲାପାଳ ପ୍ରଶାନ୍ତ କୁମାର ତରାଇ, ବ୍ଲକ୍ ଉନ୍ନୟନ ଅଧିକାରୀ, ଜଗତସିଂହପୁର,  ଆଶୁତୋଷ ମିଶ୍ର, ତହସିଲଦାର,ଜଗତସିଂହପୁର, ଅଜୟ କୁମାର ମହାନ୍ତି,ଜିଲ୍ଲା ସ୍ତରୀୟ ଅଧିକାରୀ, ନିର୍ବାହୀ ଅଧିକାରୀ ପୌର ପରିଷଦ, ଜଗତସିଂହପୁର,  ସନ୍ଦିପ ସିଂ,କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ଶୁଣାଣି କରିଥିଲେ ।
    user_Ranjan Khuntia
    Ranjan Khuntia
    Jagatsinghapur, Odisha•
    2 hrs ago
  • Post by ମନୋଜ କୁମାର ପୁଣ୍ଟିଆ
    1
    Post by ମନୋଜ କୁମାର ପୁଣ୍ଟିଆ
    user_ମନୋଜ କୁମାର ପୁଣ୍ଟିଆ
    ମନୋଜ କୁମାର ପୁଣ୍ଟିଆ
    ବାଲିପାଟଣା, ଖୋର୍ଦ୍ଧା, ଓଡ଼ିଶା•
    8 hrs ago
  • କଟକ ଜିଲ୍ଲା ପରମହଂସ ପ୍ରସିଦ୍ଧ ଶବ୍ୟାପୀଠ ଜାହା ପରାମହଂସ ପଞ୍ଚାୟତ ର ପୁର୍ବତନ ଶିବମନ୍ଦିର ଗତକାଲି ରାତିରେ ଘଡ଼ଘଡ଼ି ପଡି ମନ୍ଦିରର ଉପରଭାଗ ଫାଟିଗଲା
    1
    କଟକ ଜିଲ୍ଲା ପରମହଂସ ପ୍ରସିଦ୍ଧ ଶବ୍ୟାପୀଠ ଜାହା ପରାମହଂସ ପଞ୍ଚାୟତ ର ପୁର୍ବତନ ଶିବମନ୍ଦିର ଗତକାଲି ରାତିରେ ଘଡ଼ଘଡ଼ି ପଡି ମନ୍ଦିରର ଉପରଭାଗ ଫାଟିଗଲା
    user_ନିଷ୍ଠୁର ଦୁନିଆ Live
    ନିଷ୍ଠୁର ଦୁନିଆ Live
    Nischintakoili, Cuttack•
    9 hrs ago
  • Post by Prabhati Sahoo
    1
    Post by Prabhati Sahoo
    user_Prabhati Sahoo
    Prabhati Sahoo
    ବାଲିପାଟଣା, ଖୋର୍ଦ୍ଧା, ଓଡ଼ିଶା•
    17 hrs ago
  • ମା ମାଳ ସାତଭଉଣୀ ପୀଠ ଚାରୀଗାଁ ଜୟ କୃଷ୍ଟପୁର ଠାରେ ଶ୍ରୀ ଶ୍ରୀ ସଦଗୁରୁ ଶିରିଡିସାଇ ମହାରାଜ ଙ୍କ ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ,ଏହି ଅବସରରେ ଜିଲ୍ଲାର କୋଣ ଅନୁକୋଣ ରୁ ବହୁ ବିଶିଷ୍ଟ ବ୍ୟକ୍ତି ବିଶେଷ ଯୋଗ ଦେଇଥିଲେ, କାହିଁ କେଇଁ ଅନାଦି କାଳରୁ ଚାରୀଗାଁ ଜୟ କୃଷ୍ଟପୁର ଠାରେ ମା ମାଳ ସାତଭଉଣୀ ବିରାଜମାନ ଅଛନ୍ତି,ମା'ଙ୍କ ମନ୍ଦିର ପ୍ରାଙ୍ଗଣରେ ଶ୍ରୀ ଶ୍ରୀ ସଦଗୁରୁ ଶିରିଡିସାଇ ମହାରାଜ ଙ୍କ ପ୍ରଥମ ବାର୍ଷିକ ଉତ୍ସବ ଅତି ଆଡମ୍ବରରେ ପାଳିତ ହୋଇଯାଇଛି,ବିଶ୍ୱାସରେ ଡାକିଲେ ମା ମାଳ ସାତଭଉଣୀ ଜବାବ ଦେଇଥାଏ ବୋଲି ସ୍ଥାନୀୟ ଲୋକଙ୍କ ବିଶ୍ୱାସ,ବହୁ ଲୋକ ମା ନିକଟକୁ ଆସି ବହୁ ଦୁରାରୋଗରୁ ମଧ୍ୟ ଭଲ ହୋଇଛନ୍ତି,ମା ଙ୍କ ନିକଟରେ ଯିଏ ଯାହା ମାନସିକ କରିଥାଏ ତାହା ପୂରଣ ହେବା ମାତ୍ରେ ସିଏ ମାନସିକ ବାଣ ଫୁଟାଇବାର ଵିଧି ମଧ୍ୟ ରହିଛି,
    1
    ମା ମାଳ ସାତଭଉଣୀ ପୀଠ ଚାରୀଗାଁ ଜୟ କୃଷ୍ଟପୁର ଠାରେ ଶ୍ରୀ ଶ୍ରୀ ସଦଗୁରୁ ଶିରିଡିସାଇ ମହାରାଜ ଙ୍କ ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ,ଏହି ଅବସରରେ ଜିଲ୍ଲାର କୋଣ ଅନୁକୋଣ ରୁ ବହୁ ବିଶିଷ୍ଟ ବ୍ୟକ୍ତି ବିଶେଷ ଯୋଗ ଦେଇଥିଲେ, କାହିଁ କେଇଁ ଅନାଦି କାଳରୁ ଚାରୀଗାଁ ଜୟ କୃଷ୍ଟପୁର ଠାରେ ମା ମାଳ ସାତଭଉଣୀ ବିରାଜମାନ ଅଛନ୍ତି,ମା'ଙ୍କ ମନ୍ଦିର ପ୍ରାଙ୍ଗଣରେ ଶ୍ରୀ ଶ୍ରୀ ସଦଗୁରୁ ଶିରିଡିସାଇ ମହାରାଜ ଙ୍କ ପ୍ରଥମ ବାର୍ଷିକ ଉତ୍ସବ ଅତି ଆଡମ୍ବରରେ ପାଳିତ ହୋଇଯାଇଛି,ବିଶ୍ୱାସରେ ଡାକିଲେ ମା ମାଳ ସାତଭଉଣୀ ଜବାବ ଦେଇଥାଏ ବୋଲି ସ୍ଥାନୀୟ ଲୋକଙ୍କ ବିଶ୍ୱାସ,ବହୁ ଲୋକ ମା ନିକଟକୁ ଆସି ବହୁ ଦୁରାରୋଗରୁ ମଧ୍ୟ ଭଲ ହୋଇଛନ୍ତି,ମା ଙ୍କ ନିକଟରେ ଯିଏ ଯାହା ମାନସିକ କରିଥାଏ ତାହା ପୂରଣ ହେବା ମାତ୍ରେ ସିଏ ମାନସିକ ବାଣ ଫୁଟାଇବାର ଵିଧି ମଧ୍ୟ ରହିଛି,
    user_Alekh Nayak ,I am a professional journalist, my job is to collect news and deliver it to people
    Alekh Nayak ,I am a professional journalist, my job is to collect news and deliver it to people
    ସାମ୍ବାଦିକ କେନ୍ଦ୍ରାପଡା, କେନ୍ଦ୍ରାପଡ଼ା, ଓଡ଼ିଶା•
    6 hrs ago
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    8 hrs ago
  • Post by KSHIROD CHANDRA PANDA
    1
    Post by KSHIROD CHANDRA PANDA
    user_KSHIROD CHANDRA PANDA
    KSHIROD CHANDRA PANDA
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    11 hrs ago
  • Post by ମନୋଜ କୁମାର ପୁଣ୍ଟିଆ
    1
    Post by ମନୋଜ କୁମାର ପୁଣ୍ଟିଆ
    user_ମନୋଜ କୁମାର ପୁଣ୍ଟିଆ
    ମନୋଜ କୁମାର ପୁଣ୍ଟିଆ
    ବାଲିପାଟଣା, ଖୋର୍ଦ୍ଧା, ଓଡ଼ିଶା•
    19 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.