logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ନିଜ ଆଦିବାସୀ ସଂସ୍କୃତି ଆଉ ପରମ୍ପରାକୁ ବଜାୟ ରଖିବା ପାଇଁ 10-20 ଟଙ୍କା ଗୋଟିଏ ଦିନ ପାଇଁ ମାଗିଲେ ପୋଲିସ ବାଲାଙ୍କ ପୃଥିବୀ ପ୍ରଳୟ ହୋଇ ଯାଉଛି, ଏଇଟା ଗୋଟିଏ ଖୁସିର ପର୍ବ l ଏହି ପର୍ବ ପାଇଁ ଲୋକମାନେ ଖୁସିରେ ଟଙ୍କା କିଛି କିଛି ଦେଉଛନ୍ତି l ଆଉ ଆମେ ମଧ୍ୟ ଦେଉଛୁ ଆଉ ସମସ୍ତେ ନିଜ ଶକ୍ତି ଅନୁସାରେ ଖୁସିରେ ଦେବା କଥା ମଧ୍ୟ l ଏଥିପାଇଁ କାହାକୁ ମଧ୍ୟ ଟଙ୍କା ଦେବା ପାଇଁ ବାଧ୍ୟ କରାଯାଉନାହିଁ l ଯିଏ ଯାହା ଖୁସିରେ ଦେଲେ ସେତିକିରେ ଏମାନେ ଶାନ୍ତି l କିଛି ଟାଉନ ମାନଙ୍କରେ ଅନ୍ୟ ସମ୍ପ୍ରଦାୟର ଲୋକମାନେ ଅନ୍ୟାନ୍ୟ ପୂଜା ପାର୍ବଣ ପାଇଁ ଟେଣ୍ଟ୍ ପକେଇକି ମନଇଚ୍ଛା ରିସି୍ଡ୍ କାଟି ଟଙ୍କା ଆଦାୟ କରୁଛନ୍ତି l ସେଇଟା ଏହି ପୋଲିସ୍ ବାଲାଙ୍କୁ ଦେଖାଯାଉ ନାହିଁ l କିନ୍ତୁ ଆମ ଆଦିବାସୀ ପରମ୍ପରାରେ ଦଉଡ଼ି ଛେକି 5 କି 10 ଆଦାୟ କରିବାରୁ ଲାଠିଚାର୍ଜ l ଯିଏ ଆମ ସୁନ୍ଦର ପରମ୍ପରାକୁ ବିରୋଧ କରୁଛି ସେ କିପରି ବ୍ୟକ୍ତିତ୍ୱର ଅଧିକାରୀ ହୋଇଥିବ ଜଣାପଡୁଛି, ପୋଲିସ ମାଡ଼ର ଦୃଢ ପ୍ରତିବାଦ ହେବା ଉଚିତ. ନିଜ ଆଦିବାସୀ ସଂସ୍କୃତି ଆଉ ପରମ୍ପରାକୁ ବଜାୟ ରଖିବା ପାଇଁ 10-20 ଟଙ୍କା ଗୋଟିଏ ଦିନ ପାଇଁ ମାଗିଲେ ପୋଲିସ ବାଲାଙ୍କ ପୃଥିବୀ ପ୍ରଳୟ ହୋଇ ଯାଉଛି, ଏଇଟା ଗୋଟିଏ ଖୁସିର ପର୍ବ l ଏହି ପର୍ବ ପାଇଁ ଲୋକମାନେ ଖୁସିରେ ଟଙ୍କା କିଛି କିଛି ଦେଉଛନ୍ତି l ଆଉ ଆମେ ମଧ୍ୟ ଦେଉଛୁ ଆଉ ସମସ୍ତେ ନିଜ ଶକ୍ତି ଅନୁସାରେ ଖୁସିରେ ଦେବା କଥା ମଧ୍ୟ l ଏଥିପାଇଁ କାହାକୁ ମଧ୍ୟ ଟଙ୍କା ଦେବା ପାଇଁ ବାଧ୍ୟ କରାଯାଉନାହିଁ l ଯିଏ ଯାହା ଖୁସିରେ ଦେଲେ ସେତିକିରେ ଏମାନେ ଶାନ୍ତି l କିଛି ଟାଉନ ମାନଙ୍କରେ ଅନ୍ୟ ସମ୍ପ୍ରଦାୟର ଲୋକମାନେ ଅନ୍ୟାନ୍ୟ ପୂଜା ପାର୍ବଣ ପାଇଁ ଟେଣ୍ଟ୍ ପକେଇକି ମନଇଚ୍ଛା ରିସି୍ଡ୍ କାଟି ଟଙ୍କା ଆଦାୟ କରୁଛନ୍ତି l ସେଇଟା ଏହି ପୋଲିସ୍ ବାଲାଙ୍କୁ ଦେଖାଯାଉ ନାହିଁ l କିନ୍ତୁ ଆମ ଆଦିବାସୀ ପରମ୍ପରାରେ ଦଉଡ଼ି ଛେକି 5 କି 10 ଆଦାୟ କରିବାରୁ ଲାଠିଚାର୍ଜ l ଯିଏ ଆମ ସୁନ୍ଦର ପରମ୍ପରାକୁ ବିରୋଧ କରୁଛି ସେ କିପରି ବ୍ୟକ୍ତିତ୍ୱର ଅଧିକାରୀ ହୋଇଥିବ ଜଣାପଡୁଛି, ପୋଲିସ ମାଡ଼ର ଦୃଢ ପ୍ରତିବାଦ ହେବା ଉଚିତ.

5 hrs ago
user_Jalandhar gd
Jalandhar gd
କୋଟପାଡ, କୋରାପୁଟ, ଓଡ଼ିଶା•
5 hrs ago
49741a87-0fac-4d57-b832-5dc88792c7a5

ନିଜ ଆଦିବାସୀ ସଂସ୍କୃତି ଆଉ ପରମ୍ପରାକୁ ବଜାୟ ରଖିବା ପାଇଁ 10-20 ଟଙ୍କା ଗୋଟିଏ ଦିନ ପାଇଁ ମାଗିଲେ ପୋଲିସ ବାଲାଙ୍କ ପୃଥିବୀ ପ୍ରଳୟ ହୋଇ ଯାଉଛି, ଏଇଟା ଗୋଟିଏ ଖୁସିର ପର୍ବ l ଏହି ପର୍ବ ପାଇଁ ଲୋକମାନେ ଖୁସିରେ ଟଙ୍କା କିଛି କିଛି ଦେଉଛନ୍ତି l ଆଉ ଆମେ ମଧ୍ୟ ଦେଉଛୁ ଆଉ ସମସ୍ତେ ନିଜ ଶକ୍ତି ଅନୁସାରେ ଖୁସିରେ ଦେବା କଥା ମଧ୍ୟ l ଏଥିପାଇଁ କାହାକୁ ମଧ୍ୟ ଟଙ୍କା ଦେବା ପାଇଁ ବାଧ୍ୟ କରାଯାଉନାହିଁ l ଯିଏ ଯାହା ଖୁସିରେ ଦେଲେ ସେତିକିରେ ଏମାନେ ଶାନ୍ତି l କିଛି ଟାଉନ ମାନଙ୍କରେ ଅନ୍ୟ ସମ୍ପ୍ରଦାୟର ଲୋକମାନେ ଅନ୍ୟାନ୍ୟ ପୂଜା ପାର୍ବଣ ପାଇଁ ଟେଣ୍ଟ୍ ପକେଇକି ମନଇଚ୍ଛା ରିସି୍ଡ୍ କାଟି ଟଙ୍କା

ଆଦାୟ କରୁଛନ୍ତି l ସେଇଟା ଏହି ପୋଲିସ୍ ବାଲାଙ୍କୁ ଦେଖାଯାଉ ନାହିଁ l କିନ୍ତୁ ଆମ ଆଦିବାସୀ ପରମ୍ପରାରେ ଦଉଡ଼ି ଛେକି 5 କି 10 ଆଦାୟ କରିବାରୁ ଲାଠିଚାର୍ଜ l ଯିଏ ଆମ ସୁନ୍ଦର ପରମ୍ପରାକୁ ବିରୋଧ କରୁଛି ସେ କିପରି ବ୍ୟକ୍ତିତ୍ୱର ଅଧିକାରୀ ହୋଇଥିବ ଜଣାପଡୁଛି, ପୋଲିସ ମାଡ଼ର ଦୃଢ ପ୍ରତିବାଦ ହେବା ଉଚିତ. ନିଜ ଆଦିବାସୀ ସଂସ୍କୃତି ଆଉ ପରମ୍ପରାକୁ ବଜାୟ ରଖିବା ପାଇଁ 10-20 ଟଙ୍କା ଗୋଟିଏ ଦିନ ପାଇଁ ମାଗିଲେ ପୋଲିସ ବାଲାଙ୍କ ପୃଥିବୀ ପ୍ରଳୟ ହୋଇ ଯାଉଛି, ଏଇଟା ଗୋଟିଏ ଖୁସିର ପର୍ବ l ଏହି ପର୍ବ ପାଇଁ ଲୋକମାନେ ଖୁସିରେ ଟଙ୍କା କିଛି କିଛି ଦେଉଛନ୍ତି l ଆଉ ଆମେ ମଧ୍ୟ ଦେଉଛୁ ଆଉ ସମସ୍ତେ ନିଜ

ଶକ୍ତି ଅନୁସାରେ ଖୁସିରେ ଦେବା କଥା ମଧ୍ୟ l ଏଥିପାଇଁ କାହାକୁ ମଧ୍ୟ ଟଙ୍କା ଦେବା ପାଇଁ ବାଧ୍ୟ କରାଯାଉନାହିଁ l ଯିଏ ଯାହା ଖୁସିରେ ଦେଲେ ସେତିକିରେ ଏମାନେ ଶାନ୍ତି l କିଛି ଟାଉନ ମାନଙ୍କରେ ଅନ୍ୟ ସମ୍ପ୍ରଦାୟର ଲୋକମାନେ ଅନ୍ୟାନ୍ୟ ପୂଜା ପାର୍ବଣ ପାଇଁ ଟେଣ୍ଟ୍ ପକେଇକି ମନଇଚ୍ଛା ରିସି୍ଡ୍ କାଟି ଟଙ୍କା ଆଦାୟ କରୁଛନ୍ତି l ସେଇଟା ଏହି ପୋଲିସ୍ ବାଲାଙ୍କୁ ଦେଖାଯାଉ ନାହିଁ l କିନ୍ତୁ ଆମ ଆଦିବାସୀ ପରମ୍ପରାରେ ଦଉଡ଼ି ଛେକି 5 କି 10 ଆଦାୟ କରିବାରୁ ଲାଠିଚାର୍ଜ l ଯିଏ ଆମ ସୁନ୍ଦର ପରମ୍ପରାକୁ ବିରୋଧ କରୁଛି ସେ କିପରି ବ୍ୟକ୍ତିତ୍ୱର ଅଧିକାରୀ ହୋଇଥିବ ଜଣାପଡୁଛି, ପୋଲିସ ମାଡ଼ର ଦୃଢ ପ୍ରତିବାଦ ହେବା ଉଚିତ.

More news from ଓଡ଼ିଶା and nearby areas
  • ନିଜ ଆଦିବାସୀ ସଂସ୍କୃତି ଆଉ ପରମ୍ପରାକୁ ବଜାୟ ରଖିବା ପାଇଁ 10-20 ଟଙ୍କା ଗୋଟିଏ ଦିନ ପାଇଁ ମାଗିଲେ ପୋଲିସ ବାଲାଙ୍କ ପୃଥିବୀ ପ୍ରଳୟ ହୋଇ ଯାଉଛି, ଏଇଟା ଗୋଟିଏ ଖୁସିର ପର୍ବ l ଏହି ପର୍ବ ପାଇଁ ଲୋକମାନେ ଖୁସିରେ ଟଙ୍କା କିଛି କିଛି ଦେଉଛନ୍ତି l ଆଉ ଆମେ ମଧ୍ୟ ଦେଉଛୁ ଆଉ ସମସ୍ତେ ନିଜ ଶକ୍ତି ଅନୁସାରେ ଖୁସିରେ ଦେବା କଥା ମଧ୍ୟ l ଏଥିପାଇଁ କାହାକୁ ମଧ୍ୟ ଟଙ୍କା ଦେବା ପାଇଁ ବାଧ୍ୟ କରାଯାଉନାହିଁ l ଯିଏ ଯାହା ଖୁସିରେ ଦେଲେ ସେତିକିରେ ଏମାନେ ଶାନ୍ତି l କିଛି ଟାଉନ ମାନଙ୍କରେ ଅନ୍ୟ ସମ୍ପ୍ରଦାୟର ଲୋକମାନେ ଅନ୍ୟାନ୍ୟ ପୂଜା ପାର୍ବଣ ପାଇଁ ଟେଣ୍ଟ୍ ପକେଇକି ମନଇଚ୍ଛା ରିସି୍ଡ୍ କାଟି ଟଙ୍କା ଆଦାୟ କରୁଛନ୍ତି l ସେଇଟା ଏହି ପୋଲିସ୍ ବାଲାଙ୍କୁ ଦେଖାଯାଉ ନାହିଁ l କିନ୍ତୁ ଆମ ଆଦିବାସୀ ପରମ୍ପରାରେ ଦଉଡ଼ି ଛେକି 5 କି 10 ଆଦାୟ କରିବାରୁ ଲାଠିଚାର୍ଜ l ଯିଏ ଆମ ସୁନ୍ଦର ପରମ୍ପରାକୁ ବିରୋଧ କରୁଛି ସେ କିପରି ବ୍ୟକ୍ତିତ୍ୱର ଅଧିକାରୀ ହୋଇଥିବ ଜଣାପଡୁଛି, ପୋଲିସ ମାଡ଼ର ଦୃଢ ପ୍ରତିବାଦ ହେବା ଉଚିତ.
    3
    ନିଜ  ଆଦିବାସୀ ସଂସ୍କୃତି ଆଉ ପରମ୍ପରାକୁ ବଜାୟ ରଖିବା ପାଇଁ 10-20 ଟଙ୍କା ଗୋଟିଏ ଦିନ ପାଇଁ ମାଗିଲେ ପୋଲିସ ବାଲାଙ୍କ ପୃଥିବୀ ପ୍ରଳୟ ହୋଇ ଯାଉଛି, ଏଇଟା ଗୋଟିଏ ଖୁସିର ପର୍ବ l ଏହି ପର୍ବ ପାଇଁ ଲୋକମାନେ ଖୁସିରେ ଟଙ୍କା କିଛି କିଛି ଦେଉଛନ୍ତି l ଆଉ ଆମେ ମଧ୍ୟ ଦେଉଛୁ ଆଉ ସମସ୍ତେ ନିଜ ଶକ୍ତି ଅନୁସାରେ ଖୁସିରେ ଦେବା କଥା ମଧ୍ୟ l ଏଥିପାଇଁ କାହାକୁ ମଧ୍ୟ ଟଙ୍କା ଦେବା ପାଇଁ ବାଧ୍ୟ କରାଯାଉନାହିଁ l ଯିଏ ଯାହା ଖୁସିରେ ଦେଲେ ସେତିକିରେ ଏମାନେ ଶାନ୍ତି l କିଛି ଟାଉନ ମାନଙ୍କରେ ଅନ୍ୟ ସମ୍ପ୍ରଦାୟର ଲୋକମାନେ ଅନ୍ୟାନ୍ୟ ପୂଜା ପାର୍ବଣ ପାଇଁ ଟେଣ୍ଟ୍ ପକେଇକି ମନଇଚ୍ଛା ରିସି୍ଡ୍ କାଟି ଟଙ୍କା ଆଦାୟ କରୁଛନ୍ତି l ସେଇଟା ଏହି ପୋଲିସ୍ ବାଲାଙ୍କୁ ଦେଖାଯାଉ ନାହିଁ l କିନ୍ତୁ ଆମ ଆଦିବାସୀ ପରମ୍ପରାରେ 
ଦଉଡ଼ି ଛେକି 5 କି 10 ଆଦାୟ କରିବାରୁ ଲାଠିଚାର୍ଜ l ଯିଏ ଆମ ସୁନ୍ଦର ପରମ୍ପରାକୁ ବିରୋଧ କରୁଛି ସେ କିପରି ବ୍ୟକ୍ତିତ୍ୱର ଅଧିକାରୀ ହୋଇଥିବ ଜଣାପଡୁଛି, ପୋଲିସ ମାଡ଼ର ଦୃଢ ପ୍ରତିବାଦ ହେବା ଉଚିତ.
    user_Jalandhar gd
    Jalandhar gd
    କୋଟପାଡ, କୋରାପୁଟ, ଓଡ଼ିଶା•
    5 hrs ago
  • କୋଟପାଡ଼ର ଅବସର ପ୍ରାପ୍ତ ସେନା କର୍ମଚାରୀ ଗୌରାଙ୍ଗ ଚରଣ ନାୟକଙ୍କୁ ମିଳିଲା VETERAN ACHIEVER ଆୱାର୍ଡ l ବ୍ରହ୍ମପୁର ସ୍ଥିତ ଆର୍ମି,ଐର,ଡିଫେନ୍ସ କଲେଜରେ ସମ୍ମାନିତ ହୋଇଛନ୍ତି l #Kalingatv #kotpad #VETERANACHIEVER #indianarmy #koraput #Odisha
    1
    କୋଟପାଡ଼ର ଅବସର ପ୍ରାପ୍ତ ସେନା କର୍ମଚାରୀ ଗୌରାଙ୍ଗ ଚରଣ ନାୟକଙ୍କୁ ମିଳିଲା VETERAN ACHIEVER ଆୱାର୍ଡ l ବ୍ରହ୍ମପୁର ସ୍ଥିତ ଆର୍ମି,ଐର,ଡିଫେନ୍ସ କଲେଜରେ ସମ୍ମାନିତ ହୋଇଛନ୍ତି l #Kalingatv #kotpad #VETERANACHIEVER #indianarmy #koraput #Odisha
    user_Kopad Breaking News
    Kopad Breaking News
    କୋଟପାଡ, କୋରାପୁଟ, ଓଡ଼ିଶା•
    12 hrs ago
  • Post by ଓମ୍ ସାଇ ରାମ୍
    1
    Post by ଓମ୍ ସାଇ ରାମ୍
    user_ଓମ୍ ସାଇ ରାମ୍
    ଓମ୍ ସାଇ ରାମ୍
    Singer Nabarangpur, Odisha•
    23 hrs ago
  • Post by MSP TV (Reporter:-MiHiR)
    1
    Post by MSP TV (Reporter:-MiHiR)
    user_MSP TV (Reporter:-MiHiR)
    MSP TV (Reporter:-MiHiR)
    Lawyer ଡାବୁଗାନ, ନବରଙ୍ଗପୁର, ଓଡ଼ିଶା•
    18 hrs ago
  • ଜୟପୁର ରାଜମହଲରେ ବିଏସଏଫ (Border Security Force) ଓ ସିଆଇଏସଏଫ (Central Industrial Security Force) ତରଫରୁ ଆୟୋଜିତ ଅସ୍ତ୍ର ପ୍ରଦର୍ଶନୀକୁ ଦେଖିବା ପାଇଁ ସାଧାରଣ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଛି।
    1
    ଜୟପୁର ରାଜମହଲରେ ବିଏସଏଫ (Border Security Force) ଓ ସିଆଇଏସଏଫ (Central Industrial Security Force) ତରଫରୁ ଆୟୋଜିତ ଅସ୍ତ୍ର ପ୍ରଦର୍ଶନୀକୁ ଦେଖିବା ପାଇଁ ସାଧାରଣ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଛି।
    user_UD MEDIA NEWS
    UD MEDIA NEWS
    Journalist ଜୟପୁର, କୋରାପୁଟ, ଓଡ଼ିଶା•
    20 hrs ago
  • ଦେଖନ୍ତୁ ମାଁ ମାଟି ପାଇଁ ଲଢେଇ କରୁଛନ୍ତି ଭାଇମାନେ
    1
    ଦେଖନ୍ତୁ ମାଁ ମାଟି ପାଇଁ ଲଢେଇ କରୁଛନ୍ତି ଭାଇମାନେ
    user_Baleswar Naik
    Baleswar Naik
    Thuamul Rampur, Kalahandi•
    3 hrs ago
  • ବେଦାନ୍ତ କମ୍ପାନୀର ଏକ ଛତ୍ରବାଦ ଓ ଜନବିରୋଧୀ କାର୍ଯ୍ୟକଳାପ ପ୍ରତିବାଦରେ ବିଶାଳ ବହୁଜନ ସମାବେଶ।
    1
    ବେଦାନ୍ତ କମ୍ପାନୀର ଏକ ଛତ୍ରବାଦ ଓ ଜନବିରୋଧୀ କାର୍ଯ୍ୟକଳାପ ପ୍ରତିବାଦରେ ବିଶାଳ ବହୁଜନ ସମାବେଶ।
    user_Tuna Behera
    Tuna Behera
    କାଶୀପୁର, ରାୟଗଡା, ଓଡ଼ିଶା•
    14 hrs ago
  • #ଢ଼ାମଣାହାଣ୍ଡି_ଘଟଯାତ୍ରାରେ_ଲକ୍ଷାଧିକ_ଲୋକଙ୍କ_ଭିଡ଼ କୋଟପାଡ଼ : ଢ଼ାମଣାହାଣ୍ଡି ଗ୍ରାମରେ ମହାସମାରୋହରେ ପାଳିତ ହେଲା ଘଟଯାତ୍ରା #kotpadbreakingnews #kotpad #Dhamanahandi #Ghatajatra #viral #fbviralvideo #koraput #odisha #OdishaNews
    1
    #ଢ଼ାମଣାହାଣ୍ଡି_ଘଟଯାତ୍ରାରେ_ଲକ୍ଷାଧିକ_ଲୋକଙ୍କ_ଭିଡ଼
କୋଟପାଡ଼ : ଢ଼ାମଣାହାଣ୍ଡି ଗ୍ରାମରେ ମହାସମାରୋହରେ ପାଳିତ ହେଲା ଘଟଯାତ୍ରା #kotpadbreakingnews #kotpad #Dhamanahandi #Ghatajatra #viral #fbviralvideo #koraput #odisha #OdishaNews
    user_Kopad Breaking News
    Kopad Breaking News
    କୋଟପାଡ, କୋରାପୁଟ, ଓଡ଼ିଶା•
    12 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.