logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ତରଭା ଗ୍ରାମ ପଞ୍ଚାୟତ ଠାରେ ଜାତୀୟ ଶିଳ୍ପ ପ୍ରଦର୍ଶନ ସହ ସଚେତନତା କାର୍ଯ୍ୟକ୍ରମ । 100083188936203:2048:Dhenkanal News 1421853848397863:69:DHENKANAL NEWS 100064907432039:2048:Dhenkanal District Administration 100045858698333:2048:Tehelka Dhenkanal 100094840932251:2048:Dhenkanal Dhenkanal 100021166912220:2048:Dhenkanal Municipality 61576053909442:2048:New Dhenkanal 100004035833609:2048:Dhenkanal Parliamentary Constituency 100060284391447:2048:Dhenkanal Tehelka 100089333555220:2048:Dhenkanal Bjp 61580811100332:2048:Zilla BJP Dhenkanal Part 19

on 8 December
user_Tapasdas 6372788705
Tapasdas 6372788705
Dhenkanal Sadar, Odisha•
on 8 December

ତରଭା ଗ୍ରାମ ପଞ୍ଚାୟତ ଠାରେ ଜାତୀୟ ଶିଳ୍ପ ପ୍ରଦର୍ଶନ ସହ ସଚେତନତା କାର୍ଯ୍ୟକ୍ରମ । 100083188936203:2048:Dhenkanal News 1421853848397863:69:DHENKANAL NEWS 100064907432039:2048:Dhenkanal District Administration 100045858698333:2048:Tehelka Dhenkanal 100094840932251:2048:Dhenkanal Dhenkanal 100021166912220:2048:Dhenkanal Municipality 61576053909442:2048:New Dhenkanal 100004035833609:2048:Dhenkanal Parliamentary Constituency 100060284391447:2048:Dhenkanal Tehelka 100089333555220:2048:Dhenkanal Bjp 61580811100332:2048:Zilla BJP Dhenkanal Part 19

  • user_Anwar ali khan
    Anwar ali khan
    Cuttack Sadar, Odisha
    😤
    on 14 December
More news from ଓଡ଼ିଶା and nearby areas
  • ଢେଙ୍କାନାଳ ଜିଲ୍ଲା ଓଡାପଡା ବ୍ଲକ ସଦର ଥାନା ଅଞ୍ଚଳରେ ଘଟିଯାଇଛି ଅଭାବନୀୟ ଘଟଣା ।ଶୁକ୍ରଚାର ଦିନ ଅପରାହ୍ନରେ ଚାଇଁପୁର ଗ୍ରାମର କଣ୍ଠ ନାଏକ ଗଦାଶିଳା ଗ୍ରାମ ପଞ୍ଚାୟତ ନିକଟ ଝରଣା ବନ୍ଧକୁ ଗାଧେଇବାକୁ ଯାଇ ଆଉ ଫେରି ନଥିଲେ । ପରିବାର ଲୋକ ବହୁ ଖୋଜାଖୋଜି ପରେ ବନ୍ଧରେ ବୁଡି ଯାଇଥିବାବେଳେ ଉଦ୍ଧାର କରିଥିଲେ । ହେଲେ ବହୁ ବିଳମ୍ନ ହୋଇ ଯାଇଥିବାରୁ ବୃଦ୍ଧଙ୍କର ମୃତ୍ୟୁ ହୋଇଥିଲା । ମୃତ ବୃଦ୍ଧ କଣ୍ଠ ନାଏକ ବୋଲି ଜଣାପଡିଛି।ଘଟଣା ସ୍ଥଳରେ ଗଦାଶିଳା ଗ୍ରାମ ପଞ୍ଚାୟତ ସରପଞ୍ଚ, ଦୁଇ ନମ୍ବର ଜୋନ ଜିଲ୍ଲା ପରିଷଦ ପଂହଁଛି ଶବ ବ୍ୟବଛେଦ ପାଇଁ ଢେଙ୍କାନାଳ ଡାକ୍ତର ଖାନାକୁ ପଠାଇ ଦେଇଥିଲେ ।
    1
    ଢେଙ୍କାନାଳ ଜିଲ୍ଲା ଓଡାପଡା ବ୍ଲକ ସଦର ଥାନା ଅଞ୍ଚଳରେ ଘଟିଯାଇଛି ଅଭାବନୀୟ ଘଟଣା ।ଶୁକ୍ରଚାର ଦିନ ଅପରାହ୍ନରେ ଚାଇଁପୁର ଗ୍ରାମର କଣ୍ଠ ନାଏକ ଗଦାଶିଳା ଗ୍ରାମ ପଞ୍ଚାୟତ ନିକଟ ଝରଣା ବନ୍ଧକୁ ଗାଧେଇବାକୁ ଯାଇ ଆଉ ଫେରି ନଥିଲେ । ପରିବାର ଲୋକ ବହୁ ଖୋଜାଖୋଜି ପରେ ବନ୍ଧରେ ବୁଡି ଯାଇଥିବାବେଳେ ଉଦ୍ଧାର କରିଥିଲେ । ହେଲେ ବହୁ ବିଳମ୍ନ ହୋଇ ଯାଇଥିବାରୁ ବୃଦ୍ଧଙ୍କର ମୃତ୍ୟୁ ହୋଇଥିଲା । ମୃତ ବୃଦ୍ଧ କଣ୍ଠ ନାଏକ ବୋଲି ଜଣାପଡିଛି।ଘଟଣା ସ୍ଥଳରେ ଗଦାଶିଳା ଗ୍ରାମ ପଞ୍ଚାୟତ ସରପଞ୍ଚ, ଦୁଇ ନମ୍ବର ଜୋନ ଜିଲ୍ଲା ପରିଷଦ ପଂହଁଛି ଶବ ବ୍ୟବଛେଦ ପାଇଁ ଢେଙ୍କାନାଳ ଡାକ୍ତର ଖାନାକୁ ପଠାଇ ଦେଇଥିଲେ ।
    user_Amani Sahoo
    Amani Sahoo
    ଢେଙ୍କାନାଳ ସଦର, ଢେଙ୍କାନାଳ, ଓଡ଼ିଶା•
    1 hr ago
  • Post by Dhenkanal News
    1
    Post by Dhenkanal News
    user_Dhenkanal News
    Dhenkanal News
    Media company Dhenkanal Sadar, Odisha•
    9 hrs ago
  • Post by Dipak Kumar Nayak
    1
    Post by Dipak Kumar Nayak
    user_Dipak Kumar Nayak
    Dipak Kumar Nayak
    Voice of people Dhenkanal Sadar, Odisha•
    15 hrs ago
  • ରାଜ୍ୟରେ ରନ୍ଧନ ଗ୍ୟାସ୍ ଏବଂ ପେଟ୍ରୋଲ ଓ ଡିଜେଲର ଉପଲବ୍ଧତା ନେଇ ଭୁବନେଶ୍ୱର ଲୋକସଭା ଭବନସ୍ଥିତ ଅନ୍ନପୂର୍ଣ୍ଣା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ମନ୍ତ୍ରୀ ଅନୁଷ୍ଠିତ ଏହି ବୈଠକରେ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂ, ଓଡ଼ିଶା ରାଜ୍ୟ ଖାଦ୍ୟ ନିଗମର ପରିଚାଳନା ନିର୍ଦ୍ଦେଶକ ଶ୍ରୀ କେ.ସୁଦର୍ଶନ ଚକ୍ରବର୍ତ୍ତୀ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ବରିଷ୍ଠ ଅଧିକାରୀବୃନ୍ଦଙ୍କ ସମେତ ରନ୍ଧନଗ୍ୟାସ୍ ଓ ଇନ୍ଧନ ତୈଳ ମାର୍କେଟିଂ କରୁଥିବା ଆଇଓସିଏଲ, ବିପିସିଏଲ, ଏଚପିସିଏଲ, ରିଲାଏନ୍ସ, ଗେଲ୍ ଆଦି କମ୍ପାନୀର କର୍ତ୍ତୃପକ୍ଷମାନେ ଉପସ୍ଥିତ ଥିଲେ।ମନ୍ତ୍ରୀ ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ୍ ଉପଲବ୍ଧ ରହିଛି ଏବଂ ଜନସାଧାରଣଙ୍କୁ ଏଥି ନେଇ ଚିନ୍ତିତ ନ ହେବାକୁ ପରାମର୍ଶ ଦେଲି। ବୈଠକରେ ଏଲ୍.ପି.ଜି ବିତରକ ଓ ରିଟେଲ୍ ଆଉଟ୍ ଲେଟକୁ ବିତରଣ ପ୍ରକିୟା ଓ ଯୋଗାଣ ଶୃଙ୍ଖଳ ବ୍ୟବସ୍ଥା ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିଲା। ଖାଉଟିମାନେ ଯେପରି ରନ୍ଧନ ଗ୍ୟାସ, ପେଟ୍ରୋଲ, ଡିଜେଲ ଯୋଗାଣ ନେଇ କୌଣସି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ସେଥି ପ୍ରତି ସଜାଗ ରହିବାକୁ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେବା ସହ ଖାଉଟିମାନଙ୍କ ସୁବିଧା ନିମନ୍ତେ ଆବଶ୍ୟକୀୟ ପଦକ୍ଷେପ ନେବା ସହ ଜିଲ୍ଲାପାଳମାନେ ପ୍ରତିଦିନ ରିପୋର୍ଟ ଉପସ୍ଥାପନ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଲି। ମଧ୍ୟପ୍ରାଚ୍ୟର ସ୍ଥିତିକୁ ନେଇ ରାଜ୍ୟବାସୀ ଆତଙ୍କିତ ନ ହୋଇ ସତର୍କ ଓ ସଜାଗ ରହିବାକୁ ପରାମର୍ଶ ଦେବା ସହ ବଜାରରେ ଏଲ୍ ପି ଜି କଳାବଜାରୀ ରୋକିବାକୁ ଚଢ଼ାଉ ପାଇଁ ବିଭାଗୀୟ ଅଧିକାରୀ ନିଯୋଜିତ ଅଛନ୍ତି ଏବଂ କଳାବଜାରୀର ଖବର ମିଳିଲେ ଦୃଢ଼ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର Narendra Modi Mohan Charan Majhi CMO Odisha PMO India #public #hilights #ReviewMeeting #LPG
    4
    ରାଜ୍ୟରେ ରନ୍ଧନ ଗ୍ୟାସ୍ ଏବଂ ପେଟ୍ରୋଲ ଓ ଡିଜେଲର ଉପଲବ୍ଧତା ନେଇ ଭୁବନେଶ୍ୱର ଲୋକସଭା ଭବନସ୍ଥିତ ଅନ୍ନପୂର୍ଣ୍ଣା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ମନ୍ତ୍ରୀ 
ଅନୁଷ୍ଠିତ ଏହି ବୈଠକରେ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂ, ଓଡ଼ିଶା ରାଜ୍ୟ ଖାଦ୍ୟ ନିଗମର ପରିଚାଳନା ନିର୍ଦ୍ଦେଶକ ଶ୍ରୀ କେ.ସୁଦର୍ଶନ ଚକ୍ରବର୍ତ୍ତୀ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ବରିଷ୍ଠ ଅଧିକାରୀବୃନ୍ଦଙ୍କ ସମେତ ରନ୍ଧନଗ୍ୟାସ୍ ଓ ଇନ୍ଧନ ତୈଳ ମାର୍କେଟିଂ କରୁଥିବା ଆଇଓସିଏଲ, ବିପିସିଏଲ, ଏଚପିସିଏଲ, ରିଲାଏନ୍ସ, ଗେଲ୍ ଆଦି କମ୍ପାନୀର କର୍ତ୍ତୃପକ୍ଷମାନେ ଉପସ୍ଥିତ ଥିଲେ।ମନ୍ତ୍ରୀ 
ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ୍ ଉପଲବ୍ଧ ରହିଛି ଏବଂ ଜନସାଧାରଣଙ୍କୁ ଏଥି ନେଇ ଚିନ୍ତିତ ନ ହେବାକୁ ପରାମର୍ଶ ଦେଲି। ବୈଠକରେ ଏଲ୍.ପି.ଜି  ବିତରକ  ଓ  ରିଟେଲ୍ ଆଉଟ୍ ଲେଟକୁ ବିତରଣ ପ୍ରକିୟା ଓ ଯୋଗାଣ ଶୃଙ୍ଖଳ ବ୍ୟବସ୍ଥା ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିଲା। ଖାଉଟିମାନେ ଯେପରି ରନ୍ଧନ ଗ୍ୟାସ, ପେଟ୍ରୋଲ, ଡିଜେଲ ଯୋଗାଣ ନେଇ କୌଣସି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ସେଥି ପ୍ରତି ସଜାଗ ରହିବାକୁ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେବା ସହ ଖାଉଟିମାନଙ୍କ ସୁବିଧା ନିମନ୍ତେ ଆବଶ୍ୟକୀୟ ପଦକ୍ଷେପ ନେବା ସହ ଜିଲ୍ଲାପାଳମାନେ ପ୍ରତିଦିନ ରିପୋର୍ଟ ଉପସ୍ଥାପନ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଲି।
ମଧ୍ୟପ୍ରାଚ୍ୟର ସ୍ଥିତିକୁ ନେଇ ରାଜ୍ୟବାସୀ  ଆତଙ୍କିତ ନ ହୋଇ ସତର୍କ ଓ ସଜାଗ ରହିବାକୁ ପରାମର୍ଶ ଦେବା ସହ ବଜାରରେ ଏଲ୍ ପି ଜି କଳାବଜାରୀ ରୋକିବାକୁ ଚଢ଼ାଉ ପାଇଁ ବିଭାଗୀୟ ଅଧିକାରୀ ନିଯୋଜିତ ଅଛନ୍ତି ଏବଂ କଳାବଜାରୀର ଖବର ମିଳିଲେ ଦୃଢ଼ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର 
Narendra Modi Mohan Charan Majhi CMO Odisha PMO India 
#public #hilights #ReviewMeeting #LPG
    user_Tapasdas 6372788705
    Tapasdas 6372788705
    Gandia, Dhenkanal•
    9 hrs ago
  • ଏ ହେଉଛି କଟକ ଏସସିବି ମେଡିକାଲର ଦୃଶ୍ୟ। ଆଇସିୟୁ ରୁ ୱାର୍ଡ କୁ ନେବା ପାଇଁ ଆସିଲାନି ବ୍ୟାଟେରୀ ଗାଡ଼ି। ବୁହା ହେଇଗଲା ରୋଗୀ। ସୂଚନା ମୁତାବକ, ଆଇସିୟୁ ରୁ ୱାର୍ଡ କୁ ନେବା ପାଇଁ ଉପଲବ୍ଧ ଥିବା ବ୍ୟାଟେରୀ ଗାଡିକୁ ରୋଗୀଙ୍କ ସମ୍ପର୍କୀୟ ବାରମ୍ବାର ଫୋନ କରିଥିଲେ ମଧ୍ୟ ବ୍ୟାଟେରୀ ଗାଡ଼ି ଆସିବାରେ ବିଳମ୍ବ ହୋଇଥିଲା। ଯାହା ପରେ ରୋଗୀଙ୍କ ସମ୍ପର୍କୀୟ ଷ୍ଟେଚର୍ ସାହାର୍ଯ୍ୟରେ ଟେକି ଟେକି ୱାର୍ଡକୁ ନେଇକି ଯିବାର ଦେଖିବାକୁ ମିଳିଛି।
    1
    ଏ ହେଉଛି କଟକ ଏସସିବି ମେଡିକାଲର ଦୃଶ୍ୟ। ଆଇସିୟୁ ରୁ ୱାର୍ଡ କୁ ନେବା ପାଇଁ ଆସିଲାନି ବ୍ୟାଟେରୀ ଗାଡ଼ି। ବୁହା ହେଇଗଲା ରୋଗୀ। ସୂଚନା ମୁତାବକ, ଆଇସିୟୁ ରୁ ୱାର୍ଡ କୁ ନେବା ପାଇଁ ଉପଲବ୍ଧ ଥିବା ବ୍ୟାଟେରୀ ଗାଡିକୁ ରୋଗୀଙ୍କ ସମ୍ପର୍କୀୟ ବାରମ୍ବାର ଫୋନ କରିଥିଲେ ମଧ୍ୟ ବ୍ୟାଟେରୀ ଗାଡ଼ି ଆସିବାରେ ବିଳମ୍ବ ହୋଇଥିଲା। ଯାହା ପରେ ରୋଗୀଙ୍କ ସମ୍ପର୍କୀୟ ଷ୍ଟେଚର୍ ସାହାର୍ଯ୍ୟରେ ଟେକି ଟେକି ୱାର୍ଡକୁ ନେଇକି ଯିବାର ଦେଖିବାକୁ ମିଳିଛି।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    31 min ago
  • ଯୁଦ୍ଧ ପାଇଁ ବିଜେଡ଼ିର ଇସ୍ତାର ପାର୍ଟି ବନ୍ଦ | ଦୁଃଖ ପ୍ରକାଶ କଲେ ନବୀନ ଭୁବନେଶ୍ବର, ଓଡ଼ିଶା #bhubaneswar #odisha
    1
    ଯୁଦ୍ଧ ପାଇଁ ବିଜେଡ଼ିର ଇସ୍ତାର ପାର୍ଟି ବନ୍ଦ | ଦୁଃଖ ପ୍ରକାଶ କଲେ ନବୀନ
ଭୁବନେଶ୍ବର, ଓଡ଼ିଶା 
#bhubaneswar #odisha
    user_Nanda Kishor Naik
    Nanda Kishor Naik
    ଭୁବନ, ଢେଙ୍କାନାଳ, ଓଡ଼ିଶା•
    1 hr ago
  • Post by Aritkumar Mohapatra
    4
    Post by Aritkumar Mohapatra
    user_Aritkumar Mohapatra
    Aritkumar Mohapatra
    କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    11 hrs ago
  • Post by Dhenkanal News
    1
    Post by Dhenkanal News
    user_Dhenkanal News
    Dhenkanal News
    Media company Dhenkanal Sadar, Odisha•
    15 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.