Shuru
Apke Nagar Ki App…
କୃତୀ ପ୍ରତିଭାଙ୍କୁ ଜିଲ୍ଲା ପ୍ରଶାସନର ସମ୍ବର୍ଦ୍ଧନା । ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜାତୀୟସ୍ତର ତୀରନ୍ଦାଜ ପ୍ରତିଯୋଗିତାରେ ପଦକ ହାସଲ କରିଥିବା ବୁଟୁପାଲିର ଦୁଇ କୃତୀ ଭାଇଭଉଣୀ ଟେନିଶା ମେହେର ଓ ଦୁର୍ଗାଦତ୍ତ ମେହେରଙ୍କୁ ବୌଦ୍ଧ ଜିଲ୍ଲାପାଳ ବିଭୁତି ଭୂଷଣ ନାଏକ ସମ୍ବର୍ଦ୍ଧିତ କରି ଉଭୟଙ୍କୁ ଖେଳ ଉପକରଣ ଯୋଗେଇଦେବେ ବୋଲି କହିଛନ୍ତି । ସେହିପରି ବୌଦ୍ଧ ଜିଲ୍ଲା କ୍ରୀଡା ଅଧିକାରୀ ଜ୍ୟୋତି ରଞ୍ଜନ ଭୁଏ ଉଭୟଙ୍କୁ ଶୁଭେତ୍ସା ଜଣେଇବା ସହିତ ଜିଲ୍ଲାରେ କିପରି ତୀରନ୍ଦାଜ କ୍ରୀଡ଼ାର ଆହୁରି ଉନ୍ନତି ହୋଇପାରିବ ସେ ବିଷୟରେ ବୌଦ୍ଧ ଜିଲ୍ଲା ତୀରନ୍ଦାଜ ସଙ୍ଘର କର୍ମକର୍ତ୍ତାଙ୍କ ସହିତ ଆଲୋଚନା କରିଥିଲେ ।
Ranjan Kumar Dash

More news from ଓଡ଼ିଶା and nearby areas
- କୃତୀ ପ୍ରତିଭାଙ୍କୁ ଜିଲ୍ଲା ପ୍ରଶାସନର ସମ୍ବର୍ଦ୍ଧନା । ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜାତୀୟସ୍ତର ତୀରନ୍ଦାଜ ପ୍ରତିଯୋଗିତାରେ ପଦକ ହାସଲ କରିଥିବା ବୁଟୁପାଲିର ଦୁଇ କୃତୀ ଭାଇଭଉଣୀ ଟେନିଶା ମେହେର ଓ ଦୁର୍ଗାଦତ୍ତ ମେହେରଙ୍କୁ ବୌଦ୍ଧ ଜିଲ୍ଲାପାଳ ବିଭୁତି ଭୂଷଣ ନାଏକ ସମ୍ବର୍ଦ୍ଧିତ କରି ଉଭୟଙ୍କୁ ଖେଳ ଉପକରଣ ଯୋଗେଇଦେବେ ବୋଲି କହିଛନ୍ତି । ସେହିପରି ବୌଦ୍ଧ ଜିଲ୍ଲା କ୍ରୀଡା ଅଧିକାରୀ ଜ୍ୟୋତି ରଞ୍ଜନ ଭୁଏ ଉଭୟଙ୍କୁ ଶୁଭେତ୍ସା ଜଣେଇବା ସହିତ ଜିଲ୍ଲାରେ କିପରି ତୀରନ୍ଦାଜ କ୍ରୀଡ଼ାର ଆହୁରି ଉନ୍ନତି ହୋଇପାରିବ ସେ ବିଷୟରେ ବୌଦ୍ଧ ଜିଲ୍ଲା ତୀରନ୍ଦାଜ ସଙ୍ଘର କର୍ମକର୍ତ୍ତାଙ୍କ ସହିତ ଆଲୋଚନା କରିଥିଲେ ।1
- ଗୁରୁତର ଅଭିଯୋଗ ଆଣିଲେ ଛାତ୍ରୀ ସୁବର୍ଣ୍ଣପୁର: ଗୁରୁତର ଅଭିଯୋଗ ଆଣିଲେ ଛାତ୍ରୀ। ସରକାରୀ ପଲିଟେକନିକ୍ ସୋନପୁରରେ ଘଟିଛି ଅଭାବନୀୟ ଘଟଣା।1
- ଭୀମ ଆର୍ମିମାନଙ୍କ ଦ୍ଵାରା ସୁଵର୍ଣ୍ଣପୁର ଜିଲ୍ଲା ବିରମହାରାଜପୁର ରେ ପ୍ରଭୂ ଶ୍ରୀ ରାମ ଙ୍କ ଫଟୋ କୁ ଅପମାନ । ଭିଡିଓ ଭାଇରାଲ1
- Post by Sonepur news khulasa1
- Post by SAHADEV MEHER1
- Post by Ranjan hota1
- ପଶ୍ଚିମ ଓଡ଼ିଶାର ଗଣପର୍ବ ତଥା ଅନନ୍ୟ ପରମ୍ପରା 'ଦଣ୍ଡ ନୃତ୍ୟ'ର ଆଜି ପୂର୍ଣ୍ଣାହୁତି। ଜମନକିରା ବ୍ଲକ ଅନ୍ତର୍ଗତ ଗରିଆବାହାଲ ଗ୍ରାମର ପ୍ରାୟ ୪୫ ଜଣ ବ୍ରତଧାରୀ ଦୀର୍ଘ ୨୧ ଦିନର କଠୋର ସାଧନା ପରେ ଆଜି ନିଜ ଗ୍ରାମକୁ ଫେରି ମେରୁ ଭଙ୍ଗ କରିଛନ୍ତି। ✨ ପୋଷ୍ଟର ମୁଖ୍ୟ ଅଂଶ: ✅ ୧୩ ବର୍ଷର ନିରବଚ୍ଛିନ୍ନ ପରମ୍ପରା। ✅ ୨୧ ଦିନ ଧରି ଖାଲି ପାଦରେ ଗ୍ରାମାଞ୍ଚଳ ପରିଭ୍ରମଣ ଓ ପାଣି ଦଣ୍ଡ। ✅ ମହାଦେବ ଓ ମା' କାଳୀଙ୍କ ଆରାଧନାରେ ମୁଖରିତ ହେଲା ପରିବେଶ। ✅ କର୍ତ୍ତା ଭାବେ ସୁରେନ୍ଦ୍ର ବେହେରା, ନିରଳା ବେହେରା ଓ ସୁବାଷ ଚନ୍ଦ୍ର ନାୟକ ସପତ୍ନୀକ ଦାୟିତ୍ୱ ନିର୍ବାହ କରିଥିଲେ।1
- ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ପୁରୁଣା କଟକ ସତସଙ୍ଗ କେନ୍ଦ୍ର ନିକଟରେ ବାଇକ ଭାରସାମ୍ୟ ହରାଇ ରାସ୍ତା କଡ଼ ଗଛରେ ପିଟି ହେବା ଫଳରେ ଜଣେ ବାଇକ ଅରୋହିଙ୍କ ମୃତ୍ୟୁ ହୋଇଥିବା ବେଳେ ଓ ଜଣେ ଗୁରୁତର ହୋଇଛନ୍ତି । ମୃତକ ରାଜେଶ ନାଏକ ହୋଇଥିବା ବେଳେ ଗୁରୁତର ଜଣକ ହେଲେ ଜଗନ୍ନାଥ ନାଏକ । ଉଭୟଙ୍କ ଘର ବୌଦ୍ଧ ଥାନା ରାମ୍ଭିକଟା ଗ୍ରାମରେ । ମିଳିଥିବା ସୂଚନା ଅନୁଯାୟୀ, ବୌଦ୍ଧ ଜିଲ୍ଲା ରାମ୍ଭିକଟା ଗ୍ରାମର ରାଜେଶ ଏବଂ ଜଗନ୍ନାଥ ଏକ ବାଇକ ଯୋଗେ ଭୋର ସମୟରେ ନିଜ ଘର ରାମ୍ଭିକଟାକୁ ଫେରୁଥିଲେ। ପୁରୁଣାକଟକ ଥାନା ସତସଙ୍ଗ କେନ୍ଦ୍ର ନିକଟରେ ବାଇକଟି ଭାରସାମ୍ୟ ହରାଇ ରାସ୍ତା କଡ଼ର ଏକ ଗଛକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ରାଜେଶଙ୍କର ମୃତ୍ୟୁ ଘଟିଥିଲା। ସ୍ଥାନୀୟ ଲୋକଙ୍କ ସହାୟତାରେ ଉଭୟଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ପୁରୁଣାକଟକ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ମାତ୍ର ଜଗନ୍ନାଥଙ୍କ ଅବସ୍ଥା ଅତ୍ୟନ୍ତ ଗୁରୁତର ହେବାରୁ ତାଙ୍କୁ ପ୍ରାଥମିକ ଚିକିତ୍ସା ପରେ ବୌଦ୍ଧ ଓ ସକାଳେ ବୁର୍ଲା ଭୀମସାରକୁ ସ୍ଥାନାନ୍ତର କରାଯାଇଛି। ପୁରୁଣାକଟକ ପୋଲିସ ପୁରୁଣା କଟକ ଡାକ୍ତର ଖାନାରେ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି |1