logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

କାଳିଆ ସାଆନ୍ତେ ହୋ ତୁମ ବଡ଼ଦାଣ୍ଡ କୁ ମତେ ଟିକେ ଟାଣି ଟାଣି ନିଅ ହେ ସାଆନ୍ତେ ⭕❗⭕🙏

1 day ago
user_Rajesh Samantaray
Rajesh Samantaray
Bank ଚନ୍ଦନପୁର, ପୁରୀ, ଓଡ଼ିଶା•
1 day ago

କାଳିଆ ସାଆନ୍ତେ ହୋ ତୁମ ବଡ଼ଦାଣ୍ଡ କୁ ମତେ ଟିକେ ଟାଣି ଟାଣି ନିଅ ହେ ସାଆନ୍ତେ ⭕❗⭕🙏

More news from ଓଡ଼ିଶା and nearby areas
  • ବଡ଼ ଦେଉଳରେ ବସିଛୁ ଜଗା ରେ ପାଉ ରାଜା ର ସୁଖ ଭଙ୍ଗା କୁଡ଼ିଆ ରେ ରଖି ମତେ କାହିଁରେ ଦଉ ଯାତନା ଦୁଃଖ ⭕❗⭕🙏
    1
    ବଡ଼ ଦେଉଳରେ ବସିଛୁ ଜଗା ରେ ପାଉ ରାଜା ର ସୁଖ  ଭଙ୍ଗା କୁଡ଼ିଆ ରେ ରଖି ମତେ କାହିଁରେ ଦଉ ଯାତନା ଦୁଃଖ ⭕❗⭕🙏
    user_Rajesh Samantaray
    Rajesh Samantaray
    Bank ଚନ୍ଦନପୁର, ପୁରୀ, ଓଡ଼ିଶା•
    9 hrs ago
  • ବିଭିନ୍ନ ପ୍ରକଳ୍ପର ବିସ୍ଥାପିତ ଲୋକଙ୍କ ପାଇଁ ପୁନର୍ବାସ ଓ ଥଇଥାନ ପ୍ୟାକେଜ ପ୍ରଦାନ ପାଇଁ ଗଞ୍ଜାମର ଗୋଳାବନ୍ଧ ଠାରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
    1
    ବିଭିନ୍ନ ପ୍ରକଳ୍ପର ବିସ୍ଥାପିତ ଲୋକଙ୍କ ପାଇଁ ପୁନର୍ବାସ ଓ ଥଇଥାନ ପ୍ୟାକେଜ ପ୍ରଦାନ ପାଇଁ ଗଞ୍ଜାମର ଗୋଳାବନ୍ଧ ଠାରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    18 min ago
  • ଗାଡି ଶେଷଖାଲ ଗାଁରେ ନିଜ ଖର୍ଚ୍ଚରେ ଲୋକେ ଟ୍ୟାଙ୍କରରେ ନଦୀରୁ ପାଣି ଆଣି ବ୍ୟବହାର କରୁଛନ୍ତି ରାୟଗଡ଼ା ଜିଲ୍ଲା କୋଲନରା ବ୍ଲକ ଶେଷଖାଲ ପଞ୍ଚାୟତର ଗାଡି ଶେଷଖାଲ ଗାଁରେ ପାନୀୟ ଜଳ ସମସ୍ୟା ଲାଗି ରହିଛି। ଏମ ଏଲ ପଡ଼ାରେ ଥିବା ମେଗା ଜଳ ପ୍ରକଳ୍ପ ସଠିକ୍ ଭାବେ କାର୍ଯ୍ୟ କରୁନାହିଁ । ଏହି ଜଳ ପ୍ରକଳ୍ପ ଉପରେ ନିର୍ଭରଶୀଳ ୧୬ ଟି ଗ୍ରାମର ପ୍ରାୟ ପାଞ୍ଚ ହଜାର ଲୋକ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଦିନେ ଦୁଇ ଦିନ ପାଣି ଆସିବା ପରେ ପାନୀୟ ଜଳ ଯୋଗାଣରେ ଅନିୟମିତତା ଦେଖାଦେଇଛି। ଗାଡି ଶେଷଖାଲ ଗାଁ'ର ୨୫୦ ପରିବାର ୧୧ ଦିନ ହେବ ସରକାରୀ ପାନୀୟ ଜଳରୁ ବଞ୍ଚିତ ହୋଇଛନ୍ତି। ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ଓ ପରିମଳ ବ୍ୟବସ୍ଥାର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଏବଂ ବ୍ଲକ ସ୍ତରୀୟ ଯନ୍ତ୍ରୀଙ୍କୁ ଗ୍ରାମବାସୀ ବାରଂବାର ଜଣାଇଥିଲେ ମଧ୍ୟ ଯନ୍ତ୍ରୀ ଦ୍ୱୟ ନୀରବ ଦ୍ରଷ୍ଟା ସାଜିଛନ୍ତି। ଏହି ଗ୍ରାମର ଲୋକମାନେ ନିଜ ଖର୍ଚ୍ଚରେ ଟ୍ୟାଙ୍କର ସାହାଯ୍ୟରେ ନଦୀରୁ ପାଣି ଆଣି ବ୍ୟବହାର କରୁଥିବା ଦେଖିବାକୁ ମିଳୁଛି । ଜିଲ୍ଲାପାଳ ଗ୍ରାମବାସୀଙ୍କ ଏହି ମୈ।ଳିକ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ତ୍ଵରିତ ପଦକ୍ଷେପ ନେବାକୁ ସ୍ଥାନୀୟ ବୁଦ୍ଧିଜୀବୀ ମତ ରଖିଛନ୍ତି।
    4
    ଗାଡି ଶେଷଖାଲ ଗାଁରେ ନିଜ ଖର୍ଚ୍ଚରେ ଲୋକେ ଟ୍ୟାଙ୍କରରେ ନଦୀରୁ ପାଣି ଆଣି ବ୍ୟବହାର କରୁଛନ୍ତି 
ରାୟଗଡ଼ା ଜିଲ୍ଲା କୋଲନରା ବ୍ଲକ ଶେଷଖାଲ ପଞ୍ଚାୟତର ଗାଡି ଶେଷଖାଲ ଗାଁରେ ପାନୀୟ ଜଳ ସମସ୍ୟା ଲାଗି ରହିଛି। ଏମ ଏଲ ପଡ଼ାରେ ଥିବା ମେଗା ଜଳ ପ୍ରକଳ୍ପ ସଠିକ୍ ଭାବେ କାର୍ଯ୍ୟ କରୁନାହିଁ । ଏହି ଜଳ ପ୍ରକଳ୍ପ ଉପରେ ନିର୍ଭରଶୀଳ ୧୬ ଟି ଗ୍ରାମର ପ୍ରାୟ ପାଞ୍ଚ ହଜାର ଲୋକ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଦିନେ ଦୁଇ ଦିନ ପାଣି ଆସିବା ପରେ ପାନୀୟ ଜଳ ଯୋଗାଣରେ ଅନିୟମିତତା ଦେଖାଦେଇଛି। ଗାଡି ଶେଷଖାଲ ଗାଁ'ର ୨୫୦ ପରିବାର ୧୧ ଦିନ ହେବ ସରକାରୀ ପାନୀୟ ଜଳରୁ ବଞ୍ଚିତ ହୋଇଛନ୍ତି। ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ଓ ପରିମଳ ବ୍ୟବସ୍ଥାର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଏବଂ ବ୍ଲକ ସ୍ତରୀୟ ଯନ୍ତ୍ରୀଙ୍କୁ ଗ୍ରାମବାସୀ ବାରଂବାର ଜଣାଇଥିଲେ ମଧ୍ୟ ଯନ୍ତ୍ରୀ ଦ୍ୱୟ ନୀରବ ଦ୍ରଷ୍ଟା ସାଜିଛନ୍ତି। ଏହି ଗ୍ରାମର ଲୋକମାନେ ନିଜ ଖର୍ଚ୍ଚରେ ଟ୍ୟାଙ୍କର ସାହାଯ୍ୟରେ ନଦୀରୁ ପାଣି ଆଣି ବ୍ୟବହାର କରୁଥିବା ଦେଖିବାକୁ ମିଳୁଛି । ଜିଲ୍ଲାପାଳ ଗ୍ରାମବାସୀଙ୍କ ଏହି ମୈ।ଳିକ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ତ୍ଵରିତ ପଦକ୍ଷେପ ନେବାକୁ ସ୍ଥାନୀୟ ବୁଦ୍ଧିଜୀବୀ ମତ ରଖିଛନ୍ତି।
    user_Nrusingh Barik
    Nrusingh Barik
    Photographer ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    1 hr ago
  • ଜିଲ୍ଲା ଖୋର୍ଦ୍ଧା ବ୍ଲକ ବାଲିଅନ୍ତା ଗ୍ରା: ପ୍ର:ଓ ଗ୍ରାମ କାକ ରୁଦ୍ରପୁର ନନ୍ଦ ତିଆରି କମ୍ପାନୀ ଠାରୁ କୁଶଭଦ୍ରା ସେତୁ ଦେଇ ପ୍ରତାପରୁଦ୍ରପୁର ସିଛୁ ମରା ଛକ ଜାଏ କାମ କରିବାକୁ ଦାବି ତା ୨୭/୮/୨୦୨୬ ଜିଲ୍ଲା ଖୋର୍ଦ୍ଧା ବ୍ଲକ ବାଲିଅନ୍ତା ଗ୍ରାମ ପଞ୍ଚାୟତ କାକ ରୁଦ୍ରପୁର ଗ୍ରାମ କାକ ରୁଦ୍ରପୁର ର ନନ୍ଦ ତିଆରି କମ୍ପାନି ଠାରୁ କୁଶଭଦ୍ର ସେତୁ ଦେଇ ପ୍ରତାପରୁଦ୍ରପୁର ମିଛୁ ମରା ଛକ ଜାଏ କାମ କରିବାକୁ ଦାବି ତା ୨୭/୮/୨୦୨୬
    1
    ଜିଲ୍ଲା ଖୋର୍ଦ୍ଧା ବ୍ଲକ  ବାଲିଅନ୍ତା ଗ୍ରା: ପ୍ର:ଓ ଗ୍ରାମ କାକ ରୁଦ୍ରପୁର ନନ୍ଦ ତିଆରି କମ୍ପାନୀ ଠାରୁ କୁଶଭଦ୍ରା ସେତୁ ଦେଇ ପ୍ରତାପରୁଦ୍ରପୁର  ସିଛୁ ମରା ଛକ ଜାଏ କାମ କରିବାକୁ ଦାବି ତା ୨୭/୮/୨୦୨୬
ଜିଲ୍ଲା ଖୋର୍ଦ୍ଧା ବ୍ଲକ ବାଲିଅନ୍ତା ଗ୍ରାମ ପଞ୍ଚାୟତ କାକ ରୁଦ୍ରପୁର ଗ୍ରାମ କାକ ରୁଦ୍ରପୁର ର ନନ୍ଦ ତିଆରି କମ୍ପାନି ଠାରୁ କୁଶଭଦ୍ର ସେତୁ ଦେଇ ପ୍ରତାପରୁଦ୍ରପୁର ମିଛୁ ମରା ଛକ ଜାଏ କାମ କରିବାକୁ ଦାବି ତା ୨୭/୮/୨୦୨୬
    user_KSHIROD CHANDRA PANDA
    KSHIROD CHANDRA PANDA
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    1 hr ago
  • ବେଦ ପାଠଶାଳା ଦ୍ବାରା ବିଶ୍ଵ ସଂସ୍କୃତ ଦିବସ ଓ ଶ୍ରାବଣୀ ଉପାକର୍ମ ଉତ୍ସବ ପାଳିତ ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ନିକଟସ୍ଥ ଶ୍ରୀ ଦେବ୍ୟୈ ଶୁକ୍ଳ ୟଜୁର୍ବେଦ କାଣ୍ବ ବେଦପାଠଶାଳା ଦ୍ବାରା ଗୁରୁଦେବ ପ୍ରଫେସର ଦିବାକର ମହାପାତ୍ରଙ୍କ ଉପଦେଶ ଅନୁଯାୟୀ ବିଶ୍ଵ ସଂସ୍କୃତ ଦିବସ ଓ ଶ୍ରାବଣୀ ଉପାକର୍ମ ଉତ୍ସବ ମହାସମାରୋହରେ ପାଳନ କରାଯାଇଛି। ବିଦ୍ଧିବଦ୍ଧ ଅନୁସାରେ ରାମେଶ୍ବର ମା ବନଦୁର୍ଗା ମନ୍ଦିରରେ ପ୍ରଧାନାଚାର୍ଯ୍ୟ ଡଃ କୃପାସିନ୍ଧୁ ପଣ୍ଡାଙ୍କ ଦ୍ଵାରା ଗୋ ପୂଜା, ଗୁରୁ ପୂଜନ, ଋଷି ପୂଜନ, ଦେବାଦବୀ ମାନଙ୍କୁ ଆବାହନ ପୂଜନ, ଦଶବିଧ ସ୍ନାନ ପୂର୍ବକ ସଂସ୍କାର କର୍ମ ପାରମ୍ପରିକ ରୀତିନୀତିରେ କରାଯାଇଥିଲା। ଆଚାର୍ଯ୍ୟ ଶିଷ୍ୟମାନଙ୍କୁ ଯଜ୍ଞାଦି କର୍ମ କରି ଷଡ଼ଙ୍ଗ ଚତୁର୍ବେଦାରମ୍ଭ ସହିତ ଶୁକ୍ଳ ୟଜୁର୍ବେଦ ସ୍ବଶାଖା କାଣ୍ବଶାଖା ମନ୍ତ୍ର ଶିଷ୍ୟମାନଙ୍କୁ ପ୍ରଦାନ କରିଥିଲେ। ଜଗତର କଲ୍ୟାଣ ପାଇଁ ପରମାତ୍ମାଙ୍କର ଅନବଦ୍ୟ ଦାନ ବେଦ। ବୈଦିକ ସଂସ୍କୃତି ଓ ବିଶ୍ବ ସଂସ୍କୃତ ଦିବସ ଉପଲକ୍ଷେ ସଚେତନତା ଶୋଭାଯାତ୍ରା କରାଯାଇଥିଲା । ଏହି କାର୍ଯ୍ୟକ୍ରମ ଶିକ୍ଷାବିତ୍ ବିଶ୍ବନାଥ ରଥଙ୍କ ଦିଗ୍ ଦର୍ଶନରେ ତପନ କୁମାର ମହାପାତ୍ର, ପଣ୍ଡିତ ନଳିନୀ କାନ୍ତ ନନ୍ଦ, ପଣ୍ଡିତ ବସନ୍ତ କୁମାର ପଣ୍ଡା଼, ବିଷ୍ଣୁପ୍ରୀୟା ପଟ୍ଟଯୋଷୀ, ଅଭିଭାବକ ଓ ନିକଟବର୍ତ୍ତୀ ଅଞ୍ଚଳର ବହୁ ବିଶିଷ୍ଟ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସାଫଳ୍ୟ ମଣ୍ଡିତ କରିଥିଲେ।
    4
    ବେଦ ପାଠଶାଳା ଦ୍ବାରା ବିଶ୍ଵ ସଂସ୍କୃତ ଦିବସ ଓ ଶ୍ରାବଣୀ ଉପାକର୍ମ ଉତ୍ସବ ପାଳିତ
ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ନିକଟସ୍ଥ ଶ୍ରୀ ଦେବ୍ୟୈ ଶୁକ୍ଳ ୟଜୁର୍ବେଦ କାଣ୍ବ ବେଦପାଠଶାଳା ଦ୍ବାରା ଗୁରୁଦେବ ପ୍ରଫେସର ଦିବାକର ମହାପାତ୍ରଙ୍କ ଉପଦେଶ ଅନୁଯାୟୀ ବିଶ୍ଵ ସଂସ୍କୃତ ଦିବସ ଓ ଶ୍ରାବଣୀ ଉପାକର୍ମ ଉତ୍ସବ  ମହାସମାରୋହରେ ପାଳନ କରାଯାଇଛି। ବିଦ୍ଧିବଦ୍ଧ ଅନୁସାରେ ରାମେଶ୍ବର ମା ବନଦୁର୍ଗା ମନ୍ଦିରରେ ପ୍ରଧାନାଚାର୍ଯ୍ୟ ଡଃ କୃପାସିନ୍ଧୁ ପଣ୍ଡାଙ୍କ ଦ୍ଵାରା ଗୋ ପୂଜା, ଗୁରୁ ପୂଜନ, ଋଷି ପୂଜନ, ଦେବାଦବୀ ମାନଙ୍କୁ ଆବାହନ ପୂଜନ, ଦଶବିଧ ସ୍ନାନ ପୂର୍ବକ ସଂସ୍କାର କର୍ମ ପାରମ୍ପରିକ ରୀତିନୀତିରେ କରାଯାଇଥିଲା। ଆଚାର୍ଯ୍ୟ ଶିଷ୍ୟମାନଙ୍କୁ ଯଜ୍ଞାଦି  କର୍ମ କରି ଷଡ଼ଙ୍ଗ ଚତୁର୍ବେଦାରମ୍ଭ ସହିତ ଶୁକ୍ଳ ୟଜୁର୍ବେଦ ସ୍ବଶାଖା କାଣ୍ବଶାଖା ମନ୍ତ୍ର ଶିଷ୍ୟମାନଙ୍କୁ ପ୍ରଦାନ କରିଥିଲେ। ଜଗତର କଲ୍ୟାଣ ପାଇଁ ପରମାତ୍ମାଙ୍କର ଅନବଦ୍ୟ ଦାନ ବେଦ। ବୈଦିକ ସଂସ୍କୃତି ଓ ବିଶ୍ବ ସଂସ୍କୃତ ଦିବସ ଉପଲକ୍ଷେ ସଚେତନତା ଶୋଭାଯାତ୍ରା କରାଯାଇଥିଲା  । ଏହି କାର୍ଯ୍ୟକ୍ରମ ଶିକ୍ଷାବିତ୍ ବିଶ୍ବନାଥ ରଥଙ୍କ ଦିଗ୍ ଦର୍ଶନରେ ତପନ କୁମାର ମହାପାତ୍ର, ପଣ୍ଡିତ ନଳିନୀ କାନ୍ତ ନନ୍ଦ, ପଣ୍ଡିତ ବସନ୍ତ କୁମାର ପଣ୍ଡା଼, ବିଷ୍ଣୁପ୍ରୀୟା ପଟ୍ଟଯୋଷୀ, ଅଭିଭାବକ ଓ ନିକଟବର୍ତ୍ତୀ ଅଞ୍ଚଳର ବହୁ ବିଶିଷ୍ଟ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସାଫଳ୍ୟ ମଣ୍ଡିତ କରିଥିଲେ।
    user_ଦୀପକ କୁମାର ପ୍ରଧାନ
    ଦୀପକ କୁମାର ପ୍ରଧାନ
    Pre-school ଟାଙ୍ଗୀ, ଖୋର୍ଦ୍ଧା, ଓଡ଼ିଶା•
    6 hrs ago
  • ବାଲିଅନ୍ତା ଥାନା ଅଞ୍ଚଳରୁ ବିପୁଳ ପରିମାଣର ମଦ ଜବତ । #ମଦ #Balianta #Baliantapolice #Police #DCPBhubaneswar #ACPbhubaneswar
    1
    ବାଲିଅନ୍ତା ଥାନା ଅଞ୍ଚଳରୁ ବିପୁଳ ପରିମାଣର ମଦ ଜବତ । #ମଦ #Balianta #Baliantapolice #Police #DCPBhubaneswar #ACPbhubaneswar
    user_Gagan Bhoi
    Gagan Bhoi
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    10 hrs ago
  • ପବିତ୍ର ରକ୍ଷ୍ୟା ବନ୍ଧନ ଉତ୍ସବ ଉପଲକ୍ଷେ କିଟ ଜଗନ୍ନାଥ ମନ୍ଦିର ଟ୍ରଷ୍ଟ ତରଫରୁ ପାଟ୍ଟ ରାଖୀ ପବିତ୍ର ରକ୍ଷ୍ୟା ବନ୍ଧନ ଉତ୍ସବ ଉପଲକ୍ଷେ କିଟ ଜଗନ୍ନାଥ ମନ୍ଦିର ଟ୍ରଷ୍ଟ ତରଫରୁ ପାଟ୍ଟ ରାଖୀ #LatestNews #UpdateNews #apanankakhabara #boudha #news #OdishaNews #odisha
    1
    ପବିତ୍ର ରକ୍ଷ୍ୟା ବନ୍ଧନ ଉତ୍ସବ ଉପଲକ୍ଷେ କିଟ ଜଗନ୍ନାଥ ମନ୍ଦିର ଟ୍ରଷ୍ଟ ତରଫରୁ ପାଟ୍ଟ ରାଖୀ  
ପବିତ୍ର ରକ୍ଷ୍ୟା ବନ୍ଧନ ଉତ୍ସବ ଉପଲକ୍ଷେ କିଟ ଜଗନ୍ନାଥ ମନ୍ଦିର ଟ୍ରଷ୍ଟ ତରଫରୁ ପାଟ୍ଟ ରାଖୀ  #LatestNews #UpdateNews #apanankakhabara #boudha #news #OdishaNews #odisha
    user_Apananka Khabara
    Apananka Khabara
    Video Creator Cuttack (M.Corp.) P.S, Odisha•
    3 hrs ago
  • ଗୋଳାବନ୍ଧରେ ବିସ୍ଥାପିତଙ୍କ ପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ।
    1
    ଗୋଳାବନ୍ଧରେ ବିସ୍ଥାପିତଙ୍କ ପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ।
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    21 min ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.