logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

କରଞ୍ଜିଆ ଥାନା ଅଧିକାରୀ ଭାବେ ଯୋଗଦେବା ପରେ ଆକ୍ସନ ମୋଡ଼ ରେ ମୃତ୍ୟୁଞ୍ଜୟ ପ୍ରଧାନ ଙ୍କ ନେତୃତ୍ୱ ରେ କରଞ୍ଜିଆ ପୋଲିସ ୧୦ ଟି ବାଇକ ଜବତ କରିବା ସହିତ ଡ୍ରଙ୍କ ଆଣ୍ଡ ଡ୍ରାଇଭ ରେ କରଞ୍ଜିଆ ଥାନାରେ ୧୦ ଟି ମାମଲା ରୁଜ୍ଜୁ କରାଯାଇଥିବା ଥାନା ଅଧିକାରୀ ମୃତ୍ୟୁଞ୍ଜୟ ପ୍ରଧାନ ସୂଚନା ଦେଇଛନ୍ତି

2 hrs ago
user_Jitendra raj
Jitendra raj
କରଞ୍ଜିଆ, ମୟୂରଭଞ୍ଜ, ଓଡ଼ିଶା•
2 hrs ago
efee96b7-8915-457e-b9ad-9238a2d4d1c0

କରଞ୍ଜିଆ ଥାନା ଅଧିକାରୀ ଭାବେ ଯୋଗଦେବା ପରେ ଆକ୍ସନ ମୋଡ଼ ରେ ମୃତ୍ୟୁଞ୍ଜୟ ପ୍ରଧାନ ଙ୍କ ନେତୃତ୍ୱ ରେ କରଞ୍ଜିଆ ପୋଲିସ ୧୦ ଟି ବାଇକ ଜବତ କରିବା ସହିତ ଡ୍ରଙ୍କ ଆଣ୍ଡ ଡ୍ରାଇଭ ରେ କରଞ୍ଜିଆ ଥାନାରେ ୧୦ ଟି ମାମଲା ରୁଜ୍ଜୁ କରାଯାଇଥିବା ଥାନା ଅଧିକାରୀ ମୃତ୍ୟୁଞ୍ଜୟ ପ୍ରଧାନ ସୂଚନା ଦେଇଛନ୍ତି

More news from Mayurbhanj and nearby areas
  • କରଞ୍ଜିଆ,୧୧/୩,(ପାର୍ଥ ପ୍ରଶନ୍ନ ମିଶ୍ର):କରଞ୍ଜିଆ ଥାନା ଅଂଚଳରେ ବେପରୁଆ ଗାଡ଼ି ଚାଳନା ରୋକିବାକୁ ଜିଲ୍ଲା ପୋଲିସ ଆରକ୍ଷୀ ଅଧିକ୍ଷକଙ୍କ ନିର୍ଦ୍ଦେଶ କ୍ରମେ ଆଜି ରାତି କରଞ୍ଜିଆ ଥାନା ଅଧିକାରୀ ମୃତ୍ୟୁଞ୍ଜୟ ପ୍ରଧାନଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ପୋଲିସ ବାହିନୀ ବିଭିନ୍ନ ଛକରେ ଚକିଂ କରିବା ସମୟରେ ୧୦ ଜଣଙ୍କ ବିରୁଦ୍ଧରେ ମଦ୍ୟପାନ କରି ଗାଡ଼ି ଚାଳନା ନେଇ କରଞ୍ଜିଆ ଥାନାରେ ୧୦ ଗୋଟି ମାମଲା ରୁଜୁ କରିଥିବା ଥାନାଧିକାରୀ ଶ୍ରୀ ପ୍ରଧାନ ସୂଚନା ଦେଇଛନ୍ତି। ଆଜି ରାତି ମହାବୀର ଛକ ଓ ନେତାଜୀ ଛକ ଠାରେ ଚିକିଂ ସମୟରେ ୧୦ ଜଣଙ୍କ ବିରୁଦ୍ଧରେ ଯଥାକ୍ରମେ ୮୬/୨୬ ରୁ ୯୫/୨୬ ଯାଏଁ ୧୦ ଗୋଟି ମାମଲା ରୁଜୁ କରାଯାଇଛି।
    1
    କରଞ୍ଜିଆ,୧୧/୩,(ପାର୍ଥ ପ୍ରଶନ୍ନ ମିଶ୍ର):କରଞ୍ଜିଆ ଥାନା ଅଂଚଳରେ ବେପରୁଆ ଗାଡ଼ି ଚାଳନା ରୋକିବାକୁ ଜିଲ୍ଲା ପୋଲିସ ଆରକ୍ଷୀ ଅଧିକ୍ଷକଙ୍କ ନିର୍ଦ୍ଦେଶ କ୍ରମେ ଆଜି ରାତି କରଞ୍ଜିଆ ଥାନା ଅଧିକାରୀ ମୃତ୍ୟୁଞ୍ଜୟ ପ୍ରଧାନଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ପୋଲିସ ବାହିନୀ ବିଭିନ୍ନ ଛକରେ ଚକିଂ କରିବା ସମୟରେ ୧୦ ଜଣଙ୍କ ବିରୁଦ୍ଧରେ ମଦ୍ୟପାନ କରି ଗାଡ଼ି ଚାଳନା ନେଇ କରଞ୍ଜିଆ ଥାନାରେ ୧୦ ଗୋଟି ମାମଲା ରୁଜୁ କରିଥିବା ଥାନାଧିକାରୀ ଶ୍ରୀ ପ୍ରଧାନ ସୂଚନା ଦେଇଛନ୍ତି। ଆଜି ରାତି ମହାବୀର ଛକ ଓ ନେତାଜୀ ଛକ ଠାରେ ଚିକିଂ ସମୟରେ ୧୦ ଜଣଙ୍କ ବିରୁଦ୍ଧରେ ଯଥାକ୍ରମେ ୮୬/୨୬ ରୁ ୯୫/୨୬ ଯାଏଁ ୧୦ ଗୋଟି ମାମଲା ରୁଜୁ କରାଯାଇଛି।
    user_Partha Prasanna Mishra
    Partha Prasanna Mishra
    ସାମ୍ବାଦିକ Karanjia, Mayurbhanj•
    1 hr ago
  • Post by Jitendra raj
    1
    Post by Jitendra raj
    user_Jitendra raj
    Jitendra raj
    କରଞ୍ଜିଆ, ମୟୂରଭଞ୍ଜ, ଓଡ଼ିଶା•
    12 hrs ago
  • Post by Rajib Behera
    1
    Post by Rajib Behera
    user_Rajib Behera
    Rajib Behera
    Local News Reporter ମୟୂରଭଞ୍ଜ, ମୟୂରଭଞ୍ଜ, ଓଡ଼ିଶା•
    2 hrs ago
  • ବନ୍ତ ବ୍ଲକ୍ ଚାରିଗାଁର ସୁଯୋଗ୍ୟା କନ୍ୟା ତଥା ବିଶିଷ୍ଟ ଚିତ୍ରଶିଳ୍ପୀ ନମିତା ବେହେରା ନିଜର ଅସାଧାରଣ କଳା ନୈପୁଣ୍ୟ ପାଇଁ ପ୍ରତିଷ୍ଠିତ ‘ଲଣ୍ଡନ ବୁକ୍ ଅଫ୍ ୱାଲ୍ଡ ରେକର୍ଡସ୍’ ରେ ସ୍ଥାନ ପାଇ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ନମିତାଙ୍କ ଏହି ସଫଳତା ତାଙ୍କ ପରିବାର, ଗ୍ରାମ ତଥା ସମଗ୍ର ଅଞ୍ଚଳରେ ଖୁସିର ଲହରି ଖେଳାଇ ଦେଇଛି। ।
    1
    ବନ୍ତ ବ୍ଲକ୍ ଚାରିଗାଁର ସୁଯୋଗ୍ୟା କନ୍ୟା ତଥା ବିଶିଷ୍ଟ ଚିତ୍ରଶିଳ୍ପୀ ନମିତା ବେହେରା ନିଜର ଅସାଧାରଣ କଳା ନୈପୁଣ୍ୟ ପାଇଁ ପ୍ରତିଷ୍ଠିତ ‘ଲଣ୍ଡନ ବୁକ୍ ଅଫ୍ ୱାଲ୍ଡ ରେକର୍ଡସ୍’ ରେ ସ୍ଥାନ ପାଇ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ନମିତାଙ୍କ ଏହି ସଫଳତା ତାଙ୍କ ପରିବାର, ଗ୍ରାମ ତଥା ସମଗ୍ର ଅଞ୍ଚଳରେ ଖୁସିର ଲହରି ଖେଳାଇ ଦେଇଛି। ।
    user_ବନ୍ତ ଖବର
    ବନ୍ତ ଖବର
    ବାଣ୍ଟ, ଭଦ୍ରକ, ଓଡ଼ିଶା•
    9 hrs ago
  • ମୟୂରଭଞ୍ଜ ଜିଲ୍ଲାରୁ ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’ର ଦ୍ବିତୀୟ ପର୍ଯ୍ୟାୟ ଯାତ୍ରା ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀ ଯାତ୍ରା କଲେ ୨୩୨ ଶ୍ରଦ୍ଧାଳୁ ବାରିପଦା, ୧୧/୦୩ (ନିପ୍ର) :- ଓଡ଼ିଶାର ବରିଷ୍ଠ ନାଗରିକ ଓ ବିଧବା ମାନଙ୍କ ଆଧ୍ୟାତ୍ମିକ ଅଭିଳାଷକୁ ପୂରଣ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’। ଫେବୃଆରୀ ମାସ ୧୩ତାରିଖରେ ଏହାର ପ୍ରଥମ ପର୍ଯ୍ୟାୟ ସମାପ୍ତ ହୋଇଥିବା ବେଳେ ବୁଧବାର ଆରମ୍ଭ ହୋଇଛି ଦ୍ବିତୀୟ ପର୍ଯ୍ୟାୟ ଯାତ୍ରା। ବୟସ, ଦୂରତା କିମ୍ବା ଆର୍ଥିକ ଅଭାବ ଯେପରି ଭକ୍ତ ଏବଂ ଭଗବାନଙ୍କ ମଧ୍ୟରେ ବାଧା ସାଜିବ ନାହିଁ, ସେଥିପାଇଁ ପ୍ରଣୟନ କରାଯାଇଛି ଏହି ଯୋଜନା। ୬୦ ରୁ ୭୫ ବର୍ଷ ବୟସ୍କ ଆର୍ଥିକ ଅନଗ୍ରସର ବରିଷ୍ଠ ନାଗରିକ ଏବଂ ୭୫ ବର୍ଷରୁ କମ୍ ବୟସର ବିଧବା ମାନେ ଏହି ସୁବିଧା ପାଇପାରିବେ। ଏଥିପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ମାଧ୍ୟମରେ ହିତାଧିକାରୀ ମାନଙ୍କୁ ସଂଗଠିତ, ନିରାପଦ ଏବଂ ଆରାମଦାୟକ ତୀର୍ଥଯାତ୍ରାର ସୁଯୋଗ ପ୍ରଦାନ କରାଯିବାର ବ୍ୟବସ୍ତା କରା ଯାଇଥିବା ନେଇ ପ୍ରଶାସନ ପକ୍ଷରୁ ସୂଚନା ଦିଆ ଯାଇଛି। ମୟୂରଭଞ୍ଜ ଜିଲ୍ଲାରୁ ଆଜି ଦ୍ବିତୀୟ ପର୍ଯ୍ୟାୟ 'ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା' ର ଶୁଭାରମ୍ଭ କରାଯାଇଛି। ଯାତ୍ରାକୁ ଅତିରିକ୍ତ ଜିଲ୍ଲାପାଳ ଦୁଃଖବନ୍ଧୁ ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଦେଖାଇ ଉଦଘାଟନ କରିଛନ୍ତି। ଦ୍ବିତୀୟ ପର୍ଯ୍ୟାୟରେ ୭ଟି ବସ୍ ଯୋଗେ ପ୍ରାୟ ୨୫୦ରୁ ଉର୍ଦ୍ଧ ଆର୍ଥିକ ଅନଗ୍ରସର ବରିଷ୍ଠ ନାଗରିକ ଏହି ତୀର୍ଥଯାତ୍ରା କରିଛନ୍ତି। ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ସମାପ୍ତ ସରିଥିବା ନେଇ ଅତିରିକ୍ତ ଜିଲ୍ଲାପାଳ ଦୁଃଖବନ୍ଧୁ ନାୟକ କହିଛନ୍ତି। କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ଉନ୍ନୟନ ଅଧିକାରୀ ଧର୍ମାନନ୍ଦ ବେହେରା, ଜିଲ୍ଲା ସଂସ୍କୃୁତି ଅଧିକାରୀ ଡ. ଶୁଭାଶିଷ ନାୟକ, ଉପ ଜିଲ୍ଲାପାଳ ଡ. ଦୟାସିନ୍ଧୁ ପରିଡା, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶିଶିର କୁମାର ମୁନ୍ଦୁୟା ପ୍ରମୁଖ ଉପସ୍ଥିତ ଥିଲେ। ତୀର୍ଥଯାତ୍ରୀମାନଙ୍କ ସୁରକ୍ଷିତ ଯାତ୍ରା ପାଇଁ ଜିଲ୍ଲା ପ୍ରଶାସନ ତରଫରୁ ସହାୟକ ଅଧିକାରୀ ଭାବେ ଦେବବ୍ରତ ମିଶ୍ର, ତନ୍ମୟ ଦାସ, ରୁଦ୍ର କିଶୋର ସ୍ୱାଇଁ, ବିନୟ କୁମାର ସି, ଏମ୍. ମହେନ୍ଦ୍ର ସୋରେନ ଓ କାରୁ ମାରାଣ୍ଡି ପ୍ରମୁଖ ଯାତ୍ରାରେ ସାମିଲ ହୋଇଛନ୍ତି । ଯାତ୍ରା ପୂର୍ବରୁ ବାରିପଦା ଷ୍ଟାଡିୟମରେ ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟକେନ୍ଦ୍ରର ବିଶେଷଜ୍ଞ ଡାକ୍ତରମାନେ ବରିଷ୍ଠ ନାଗରିକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ। ଜିଲ୍ଲା ପର୍ଯ୍ୟଟନ ବିକାଶ ଅଧିକାରୀ ହିମାଂଶୁ ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସମଗ୍ର କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା। କାର୍ଯ୍ୟକ୍ରମରେ ଜିଲ୍ଲା ପର୍ଯ୍ୟଟନ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ମାନେ ଅଂଶଗ୍ରହଣ କରି କାର୍ଯ୍ୟକ୍ରମକୁ ସଫଳ କରିଥିଲେ। #mayurbhanj
    1
    ମୟୂରଭଞ୍ଜ ଜିଲ୍ଲାରୁ ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’ର ଦ୍ବିତୀୟ ପର୍ଯ୍ୟାୟ ଯାତ୍ରା
ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀ ଯାତ୍ରା କଲେ ୨୩୨ ଶ୍ରଦ୍ଧାଳୁ
ବାରିପଦା, ୧୧/୦୩ (ନିପ୍ର) :- ଓଡ଼ିଶାର ବରିଷ୍ଠ ନାଗରିକ ଓ ବିଧବା ମାନଙ୍କ ଆଧ୍ୟାତ୍ମିକ ଅଭିଳାଷକୁ ପୂରଣ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’। ଫେବୃଆରୀ ମାସ ୧୩ତାରିଖରେ ଏହାର ପ୍ରଥମ ପର୍ଯ୍ୟାୟ ସମାପ୍ତ ହୋଇଥିବା ବେଳେ ବୁଧବାର ଆରମ୍ଭ ହୋଇଛି ଦ୍ବିତୀୟ ପର୍ଯ୍ୟାୟ ଯାତ୍ରା। ବୟସ, ଦୂରତା କିମ୍ବା ଆର୍ଥିକ ଅଭାବ ଯେପରି ଭକ୍ତ ଏବଂ ଭଗବାନଙ୍କ ମଧ୍ୟରେ ବାଧା ସାଜିବ ନାହିଁ, ସେଥିପାଇଁ ପ୍ରଣୟନ କରାଯାଇଛି ଏହି ଯୋଜନା। ୬୦ ରୁ ୭୫ ବର୍ଷ ବୟସ୍କ ଆର୍ଥିକ ଅନଗ୍ରସର ବରିଷ୍ଠ ନାଗରିକ ଏବଂ ୭୫ ବର୍ଷରୁ କମ୍ ବୟସର ବିଧବା ମାନେ ଏହି ସୁବିଧା ପାଇପାରିବେ। ଏଥିପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ମାଧ୍ୟମରେ ହିତାଧିକାରୀ ମାନଙ୍କୁ ସଂଗଠିତ, ନିରାପଦ ଏବଂ ଆରାମଦାୟକ ତୀର୍ଥଯାତ୍ରାର ସୁଯୋଗ ପ୍ରଦାନ କରାଯିବାର ବ୍ୟବସ୍ତା କରା ଯାଇଥିବା ନେଇ ପ୍ରଶାସନ ପକ୍ଷରୁ ସୂଚନା ଦିଆ ଯାଇଛି।
ମୟୂରଭଞ୍ଜ ଜିଲ୍ଲାରୁ ଆଜି ଦ୍ବିତୀୟ ପର୍ଯ୍ୟାୟ 'ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା' ର  ଶୁଭାରମ୍ଭ କରାଯାଇଛି। ଯାତ୍ରାକୁ ଅତିରିକ୍ତ ଜିଲ୍ଲାପାଳ ଦୁଃଖବନ୍ଧୁ ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଦେଖାଇ ଉଦଘାଟନ କରିଛନ୍ତି। ଦ୍ବିତୀୟ ପର୍ଯ୍ୟାୟରେ ୭ଟି ବସ୍ ଯୋଗେ ପ୍ରାୟ ୨୫୦ରୁ ଉର୍ଦ୍ଧ ଆର୍ଥିକ ଅନଗ୍ରସର ବରିଷ୍ଠ ନାଗରିକ ଏହି ତୀର୍ଥଯାତ୍ରା କରିଛନ୍ତି। ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ସମାପ୍ତ ସରିଥିବା ନେଇ ଅତିରିକ୍ତ ଜିଲ୍ଲାପାଳ ଦୁଃଖବନ୍ଧୁ ନାୟକ କହିଛନ୍ତି। କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ଉନ୍ନୟନ ଅଧିକାରୀ ଧର୍ମାନନ୍ଦ ବେହେରା, ଜିଲ୍ଲା ସଂସ୍କୃୁତି ଅଧିକାରୀ ଡ. ଶୁଭାଶିଷ ନାୟକ, ଉପ ଜିଲ୍ଲାପାଳ ଡ. ଦୟାସିନ୍ଧୁ ପରିଡା, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶିଶିର କୁମାର ମୁନ୍ଦୁୟା ପ୍ରମୁଖ ଉପସ୍ଥିତ ଥିଲେ। 
ତୀର୍ଥଯାତ୍ରୀମାନଙ୍କ ସୁରକ୍ଷିତ ଯାତ୍ରା ପାଇଁ ଜିଲ୍ଲା ପ୍ରଶାସନ ତରଫରୁ ସହାୟକ ଅଧିକାରୀ ଭାବେ ଦେବବ୍ରତ ମିଶ୍ର, ତନ୍ମୟ ଦାସ, ରୁଦ୍ର କିଶୋର ସ୍ୱାଇଁ, ବିନୟ କୁମାର ସି, ଏମ୍. ମହେନ୍ଦ୍ର ସୋରେନ ଓ କାରୁ ମାରାଣ୍ଡି ପ୍ରମୁଖ ଯାତ୍ରାରେ ସାମିଲ ହୋଇଛନ୍ତି ।
ଯାତ୍ରା ପୂର୍ବରୁ ବାରିପଦା ଷ୍ଟାଡିୟମରେ ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟକେନ୍ଦ୍ରର ବିଶେଷଜ୍ଞ ଡାକ୍ତରମାନେ ବରିଷ୍ଠ ନାଗରିକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ। ଜିଲ୍ଲା ପର୍ଯ୍ୟଟନ ବିକାଶ ଅଧିକାରୀ ହିମାଂଶୁ ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସମଗ୍ର କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା। କାର୍ଯ୍ୟକ୍ରମରେ ଜିଲ୍ଲା ପର୍ଯ୍ୟଟନ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ମାନେ ଅଂଶଗ୍ରହଣ କରି କାର୍ଯ୍ୟକ୍ରମକୁ ସଫଳ କରିଥିଲେ। #mayurbhanj
    user_DLH KHABAR
    DLH KHABAR
    Voice of people ବାରିପଦା ଟାଉନ୍, ମୟୂରଭଞ୍ଜ, ଓଡ଼ିଶା•
    3 hrs ago
  • Post by MN.NEWS ODIA
    1
    Post by MN.NEWS ODIA
    user_MN.NEWS ODIA
    MN.NEWS ODIA
    Teacher ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    6 hrs ago
  • Post by Khabar
    1
    Post by Khabar
    user_Khabar
    Khabar
    Farmer ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    7 hrs ago
  • Post by Rajib Behera
    1
    Post by Rajib Behera
    user_Rajib Behera
    Rajib Behera
    Local News Reporter ମୟୂରଭଞ୍ଜ, ମୟୂରଭଞ୍ଜ, ଓଡ଼ିଶା•
    2 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.