logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଡଙ୍କାରୀ ରେ ୮ହଜାର କୋଟିର ତୈଳ ପ୍ରକଳ୍ପ ଖୁବଶୀଘ୍ର :ଇଡ଼କୋ ସହିତ ୪୦୦ ଏକର ଜମି ପାଇଁ ଡିଲ ଯାଜପୁର ଜିଲ୍ଲା ୫୩ ନମ୍ବର ଜାତୀୟ ରାଜପଥ ଚଣ୍ଡିଖୋଲ ଠାରୁ କଳିଙ୍ଗନଗର ରାସ୍ତା ମଧ୍ୟ ପାର୍ଶ୍ୱରେ ଧର୍ମଶାଳା ତହସିଲ ଡଙ୍କାରୀ ଅଂଚଳ ରେ ଦେଶର ବୁର୍ହତ ଅଶୋଧିତ ତୈଳ ସରଂକ୍ଷଣ ପ୍ରକଳ୍ପ ପାଇଁ ରାସ୍ତା ଫିଟିଛି।ଡଙ୍କାରୀ ମୌଜା ର ୪୦୦ ଏକର ଚି଼ହ୍ନଟ ଜାଗା କୁ ଧର୍ମଶାଳା ତହସିଲ ସବରେଜିଷ୍ଟାର ଅଫିସ ରେ ଇଡ଼କୋ ସହିତ ଡିଲ ଡିଡ଼ ପକ୍ରିୟା ସରିଛି ।

4 hrs ago
user_ସୁଧାଂଶୁ ଶେଖର ନାୟକ
ସୁଧାଂଶୁ ଶେଖର ନାୟକ
Engineer ଧର୍ମଶାଳା, ଯାଜପୁର, ଓଡ଼ିଶା•
4 hrs ago
4c84165a-5410-4095-ac40-79bf3bb3ca23

ଡଙ୍କାରୀ ରେ ୮ହଜାର କୋଟିର ତୈଳ ପ୍ରକଳ୍ପ ଖୁବଶୀଘ୍ର :ଇଡ଼କୋ ସହିତ ୪୦୦ ଏକର ଜମି ପାଇଁ ଡିଲ ଯାଜପୁର ଜିଲ୍ଲା ୫୩ ନମ୍ବର ଜାତୀୟ ରାଜପଥ ଚଣ୍ଡିଖୋଲ ଠାରୁ କଳିଙ୍ଗନଗର ରାସ୍ତା ମଧ୍ୟ ପାର୍ଶ୍ୱରେ ଧର୍ମଶାଳା ତହସିଲ ଡଙ୍କାରୀ ଅଂଚଳ ରେ ଦେଶର ବୁର୍ହତ ଅଶୋଧିତ ତୈଳ ସରଂକ୍ଷଣ ପ୍ରକଳ୍ପ ପାଇଁ ରାସ୍ତା ଫିଟିଛି।ଡଙ୍କାରୀ ମୌଜା ର ୪୦୦ ଏକର ଚି଼ହ୍ନଟ ଜାଗା କୁ ଧର୍ମଶାଳା ତହସିଲ ସବରେଜିଷ୍ଟାର ଅଫିସ ରେ ଇଡ଼କୋ ସହିତ ଡିଲ ଡିଡ଼ ପକ୍ରିୟା ସରିଛି ।

More news from ଓଡ଼ିଶା and nearby areas
  • Post by Sendhavai
    1
    Post by Sendhavai
    user_Sendhavai
    Sendhavai
    Video editing service ଗାନ୍ଧିଆ, ଢେଙ୍କାନାଳ, ଓଡ଼ିଶା•
    8 hrs ago
  • ଭୁଲ୍ ଇଞ୍ଜେକସନ ଯୋଗୁଁ ଚାଲିଗଲା ଶିଶୁର ଜୀବନ। ପୁଣି ପୁରୀ ହସ୍ପିଟାଲ ନାଁ ରେ ସାଙ୍ଘାତିକ ଅଭିଯୋଗ। ଏଭଳି ସାଂଘାତିକ ଅଭିଯୋଗ ଆଣିଛନ୍ତି ମୃତ ଶିଶୁର ପରିବାର ଲୋକେ। ଭୁଲ୍ ଇଞ୍ଜେକସନ ଯୋଗୁଁ ଚାଲିଗଲା ଶିଶୁର ଜୀବନ। ପୁଣି ପୁରୀ ହସ୍ପିଟାଲ ନାଁ ରେ ସାଙ୍ଘାତିକ ଅଭିଯୋଗ। ଏଭଳି ସାଂଘାତିକ ଅଭିଯୋଗ ଆଣିଛନ୍ତି ମୃତ ଶିଶୁର ପରିବାର ଲୋକେ।
    1
    ଭୁଲ୍ ଇଞ୍ଜେକସନ ଯୋଗୁଁ ଚାଲିଗଲା ଶିଶୁର ଜୀବନ। ପୁଣି ପୁରୀ ହସ୍ପିଟାଲ ନାଁ ରେ ସାଙ୍ଘାତିକ ଅଭିଯୋଗ। ଏଭଳି ସାଂଘାତିକ ଅଭିଯୋଗ ଆଣିଛନ୍ତି ମୃତ ଶିଶୁର ପରିବାର ଲୋକେ। ଭୁଲ୍ ଇଞ୍ଜେକସନ ଯୋଗୁଁ ଚାଲିଗଲା ଶିଶୁର ଜୀବନ। ପୁଣି ପୁରୀ ହସ୍ପିଟାଲ ନାଁ ରେ ସାଙ୍ଘାତିକ ଅଭିଯୋଗ। ଏଭଳି ସାଂଘାତିକ ଅଭିଯୋଗ ଆଣିଛନ୍ତି ମୃତ ଶିଶୁର ପରିବାର ଲୋକେ।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    16 hrs ago
  • ଓଡିଶା ସରକାର ଙ୍କ ନିର୍ଦ୍ଧେଶ କ୍ରମେ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ରେ ଜିଲ୍ଲା ସଂସ୍କୃତି ଭବନ ରେ ଜିଲ୍ଲା ବିଶିଷ୍ଟ ସାହିତ୍ୟିକ ମାନଙ୍କ ସମାହାରରେ ପାଳନ ହେଉଛି ବନ୍ଦନୀୟ ବରପୁତ୍ର କାର୍ଯ୍ୟକ୍ରମ
    1
    ଓଡିଶା ସରକାର ଙ୍କ ନିର୍ଦ୍ଧେଶ କ୍ରମେ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ରେ ଜିଲ୍ଲା ସଂସ୍କୃତି ଭବନ ରେ ଜିଲ୍ଲା ବିଶିଷ୍ଟ ସାହିତ୍ୟିକ ମାନଙ୍କ ସମାହାରରେ ପାଳନ ହେଉଛି ବନ୍ଦନୀୟ ବରପୁତ୍ର କାର୍ଯ୍ୟକ୍ରମ
    user_Alekh Nayak ,I am a professional journalist, my job is to collect news and deliver it to people
    Alekh Nayak ,I am a professional journalist, my job is to collect news and deliver it to people
    ସାମ୍ବାଦିକ କେନ୍ଦ୍ରାପଡା, କେନ୍ଦ୍ରାପଡ଼ା, ଓଡ଼ିଶା•
    21 hrs ago
  • Post by Chandan naik
    4
    Post by Chandan naik
    user_Chandan naik
    Chandan naik
    କଟକ ସଦର, କଟକ, ଓଡ଼ିଶା•
    23 hrs ago
  • Post by Gagan Bhoi
    1
    Post by Gagan Bhoi
    user_Gagan Bhoi
    Gagan Bhoi
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    3 hrs ago
  • ଭଦ୍ରକ ଚରମ୍ପା ନିକଟରେ ଅନ୍ଧାରରେ ଅଘଟଣ ହାଇୱା କୁ ପଛରୁ ପିଟିଲା ୧୦୮ ଆମ୍ବୁଲାନ୍ସ ଚାପି ହୋଇଗଲେ ୩ କର୍ମୀ
    1
    ଭଦ୍ରକ ଚରମ୍ପା ନିକଟରେ ଅନ୍ଧାରରେ ଅଘଟଣ ହାଇୱା କୁ ପଛରୁ ପିଟିଲା ୧୦୮ ଆମ୍ବୁଲାନ୍ସ ଚାପି ହୋଇଗଲେ ୩ କର୍ମୀ
    user_AT News
    AT News
    Media company ଭଦ୍ରକ ଗ୍ରାମୀଣ, ଭଦ୍ରକ, ଓଡ଼ିଶା•
    4 hrs ago
  • ଯାଜପୁର ଜିଲ୍ଲା ଜେନାପୁର ଠାରେ ଉତ୍କଳମଣି ସେବା ସଂଗଠନ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ରେ ପ୍ଲାଷ୍ଟିକ ର ବହୁଳ ବ୍ୟବହାର ପାଇଁ ସମାଜ ରେ ଦିନକୁ ଦିନ ବ୍ୟାପୁଥିବା କ୍ୟାନ୍ସର ଓ ବିଭିନ୍ନ ରୋଗ ରୁ ମୁକ୍ତି ପାଇଁ "ପ୍ଲାଷ୍ଟିକ ହଟାଅ ଦେଶ ବଞ୍ଚାଅ",ଘରେ ଘରେ ପ୍ଲାଷ୍ଟିକ ବାଣ୍ଟୁଛି କ୍ୟାନ୍ସର ନାରା ସହିତ ଲୋକମାନଙ୍କୁ ସଚେତନତା କରାଯାଇଥିଲା। ଏହି କାର୍ଯ୍ୟକ୍ରମ ରେ ଉତ୍କଳମଣି ସେବା ସଂଗଠନ ର କାର୍ଯ୍ୟକର୍ତା ଓ ବହୁ ଛାତ୍ର ଛାତ୍ରୀ ସଚେତନତା ବିଷୟରେ ଲେଖା ପ୍ଲାକାର୍ଡ ଧରି ସଚେତନ କରିଥିଲେ ।
    1
    ଯାଜପୁର ଜିଲ୍ଲା ଜେନାପୁର ଠାରେ ଉତ୍କଳମଣି ସେବା ସଂଗଠନ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ରେ ପ୍ଲାଷ୍ଟିକ ର ବହୁଳ ବ୍ୟବହାର ପାଇଁ ସମାଜ ରେ ଦିନକୁ ଦିନ ବ୍ୟାପୁଥିବା କ୍ୟାନ୍ସର ଓ ବିଭିନ୍ନ ରୋଗ ରୁ ମୁକ୍ତି ପାଇଁ "ପ୍ଲାଷ୍ଟିକ ହଟାଅ ଦେଶ ବଞ୍ଚାଅ",ଘରେ ଘରେ ପ୍ଲାଷ୍ଟିକ ବାଣ୍ଟୁଛି କ୍ୟାନ୍ସର ନାରା ସହିତ ଲୋକମାନଙ୍କୁ ସଚେତନତା କରାଯାଇଥିଲା। ଏହି କାର୍ଯ୍ୟକ୍ରମ ରେ ଉତ୍କଳମଣି ସେବା ସଂଗଠନ ର କାର୍ଯ୍ୟକର୍ତା ଓ ବହୁ ଛାତ୍ର ଛାତ୍ରୀ ସଚେତନତା ବିଷୟରେ ଲେଖା ପ୍ଲାକାର୍ଡ ଧରି ସଚେତନ କରିଥିଲେ ।
    user_ସୁଧାଂଶୁ ଶେଖର ନାୟକ
    ସୁଧାଂଶୁ ଶେଖର ନାୟକ
    Engineer ଧର୍ମଶାଳା, ଯାଜପୁର, ଓଡ଼ିଶା•
    19 hrs ago
  • Post by Sendhavai
    1
    Post by Sendhavai
    user_Sendhavai
    Sendhavai
    Video editing service ଗାନ୍ଧିଆ, ଢେଙ୍କାନାଳ, ଓଡ଼ିଶା•
    16 hrs ago
  • ଓଡ଼ିଆ ଅସ୍ମିତାକୁ ଫୁ କଲେ ସରକାର ! ପୁରୀରେ ଲଗାଇଲେ ବଙ୍ଗାଳୀ ଭାଷାରେ ପୋଷ୍ଟର। ପୁରୀରେ ଛକ ଛକରେ ଲାଗିଛି ବେଙ୍ଗଲ ଇଲେକ୍ସନ ପୋଷ୍ଟର। ପୁରୀରେ ବଙ୍ଗାଳୀ ଭାଷାରେ ପୋଷ୍ଟର ମାରି ପ୍ରଚାର କରୁଥିବା ଉପରେ ପ୍ରତିକ୍ରିୟା ରଖିଲେ ବରିଷ୍ଠ ଆଇନଜୀବି।
    1
    ଓଡ଼ିଆ ଅସ୍ମିତାକୁ ଫୁ କଲେ ସରକାର ! ପୁରୀରେ ଲଗାଇଲେ ବଙ୍ଗାଳୀ ଭାଷାରେ ପୋଷ୍ଟର। ପୁରୀରେ ଛକ ଛକରେ ଲାଗିଛି ବେଙ୍ଗଲ ଇଲେକ୍ସନ ପୋଷ୍ଟର। ପୁରୀରେ ବଙ୍ଗାଳୀ ଭାଷାରେ ପୋଷ୍ଟର ମାରି ପ୍ରଚାର କରୁଥିବା ଉପରେ ପ୍ରତିକ୍ରିୟା ରଖିଲେ ବରିଷ୍ଠ ଆଇନଜୀବି।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    20 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.