logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ମୟୂରଭଞ୍ଜ ଜିଲ୍ଲାର ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ବାଲିଡିହା ଡ୍ୟାମ ରେ ଜଳ ସ୍ତର ବୃଦ୍ଧି; ପାଣି ଭିତରକୁ ଯାଇ ଗାଧୋଇବା ପାଇଁ ମନା ମୟୂରଭଞ୍ଜ ଜିଲ୍ଲାରେ ଲଘୁଚାପ ଜନିତ ଲଗାଣ ବର୍ଷାର ପ୍ରଭାବରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ମୟୂରଭଞ୍ଜ ଜିଲ୍ଲାର ବିଭିନ୍ନ ସ୍ଥାନରେ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହି ପରିପେକ୍ଷୀରେ ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ବାଲିଡିହା ଡ୍ୟାମ ରେ ଜଳ ସ୍ତର ବୃଦ୍ଧି ପାଇ ତାହାର କରାଳ ରୂପ ଦେଖିବାକୁ ମିଳିଛି। ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଏଠାରେ ପ୍ରବାହିତ ହୋଇଛି। ତେବେ ଏହି ସମୟରେ କେହି ପର୍ଯ୍ୟଟକ ପାଣି ମଧ୍ୟକୁ ଗାଧୋଇବା ପାଇଁ ପାଣି ଭିତରକୁ ନଯିବାକୁ ପ୍ରଶାସନ ପକ୍ଷରୁ ସତର୍କ କରାଯାଇଛି।

3 hrs ago
user_Mayurbhanj Public News
Mayurbhanj Public News
ବାରିପଦା ଟାଉନ୍, ମୟୂରଭଞ୍ଜ, ଓଡ଼ିଶା•
3 hrs ago

ମୟୂରଭଞ୍ଜ ଜିଲ୍ଲାର ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ବାଲିଡିହା ଡ୍ୟାମ ରେ ଜଳ ସ୍ତର ବୃଦ୍ଧି; ପାଣି ଭିତରକୁ ଯାଇ ଗାଧୋଇବା ପାଇଁ ମନା ମୟୂରଭଞ୍ଜ ଜିଲ୍ଲାରେ ଲଘୁଚାପ ଜନିତ ଲଗାଣ ବର୍ଷାର ପ୍ରଭାବରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ମୟୂରଭଞ୍ଜ ଜିଲ୍ଲାର ବିଭିନ୍ନ ସ୍ଥାନରେ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହି ପରିପେକ୍ଷୀରେ ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ବାଲିଡିହା ଡ୍ୟାମ ରେ ଜଳ ସ୍ତର ବୃଦ୍ଧି ପାଇ ତାହାର କରାଳ ରୂପ ଦେଖିବାକୁ ମିଳିଛି। ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଏଠାରେ ପ୍ରବାହିତ ହୋଇଛି। ତେବେ ଏହି ସମୟରେ କେହି ପର୍ଯ୍ୟଟକ ପାଣି ମଧ୍ୟକୁ ଗାଧୋଇବା ପାଇଁ ପାଣି ଭିତରକୁ ନଯିବାକୁ ପ୍ରଶାସନ ପକ୍ଷରୁ ସତର୍କ କରାଯାଇଛି।

More news from ଓଡ଼ିଶା and nearby areas
  • ନୂଆପଡା ଜିଲ୍ଳା ସିନାପାଲିରେ ଶ୍ରୀଜୀଉଙ୍କ ବାହୁଡ଼ା ଯାତ୍ରା।
    1
    ନୂଆପଡା ଜିଲ୍ଳା ସିନାପାଲିରେ ଶ୍ରୀଜୀଉଙ୍କ ବାହୁଡ଼ା ଯାତ୍ରା।
    user_Odisha News Express
    Odisha News Express
    ବାଲେଶ୍ୱର (M), ବାଲେଶ୍ୱର, ଓଡ଼ିଶା•
    2 hrs ago
  • ଲଘୁଚାପ ଜନିତ ବର୍ଷା, ରେ ଘରେ ପଶିଲା ପାଣି ଭଦ୍ରକ ସହର ଜଗନ୍ନାଥ କଲୋନୀ ରେ ଘରେ ପଶିଲା ବର୍ଷା ଜଳ
    1
    ଲଘୁଚାପ ଜନିତ ବର୍ଷା, ରେ ଘରେ ପଶିଲା ପାଣି ଭଦ୍ରକ ସହର ଜଗନ୍ନାଥ କଲୋନୀ ରେ ଘରେ ପଶିଲା ବର୍ଷା ଜଳ
    user_Bhadrak bulletin
    Bhadrak bulletin
    ଭଦ୍ରକ ଗ୍ରାମୀଣ, ଭଦ୍ରକ, ଓଡ଼ିଶା•
    16 hrs ago
  • ଲଗାଣ ଲଘୁ ଚାପ ଘର ଭାଙ୍ଗିଲା ସାନ୍ତରାପୁର ଗ୍ରାମ ରେ ଘଟଗାଁ ବ୍ଲକରେ ଘଟିଛି ବର୍ଷାର ତାଣ୍ଡବ କାହାଣୀ. ସାରିଦେଲା ଲଗାଣ ବର୍ଷା ଘର ଭାଙ୍ଗି ରୋଜି କଲା ବେଘର ଅହେଉଛି ସାନ୍ତରାପୁର ଗ୍ରାମର କରୁଣକାହାଣୀ ଆସନ୍ତୁ ସିଧା ସଳଖ ବୁଝି ନେବା ତାଙ୍କ ପାଖରୁ
    1
    ଲଗାଣ ଲଘୁ ଚାପ ଘର ଭାଙ୍ଗିଲା ସାନ୍ତରାପୁର ଗ୍ରାମ ରେ ଘଟଗାଁ ବ୍ଲକରେ ଘଟିଛି ବର୍ଷାର ତାଣ୍ଡବ କାହାଣୀ.
ସାରିଦେଲା ଲଗାଣ ବର୍ଷା ଘର ଭାଙ୍ଗି ରୋଜି କଲା ବେଘର ଅହେଉଛି ସାନ୍ତରାପୁର ଗ୍ରାମର କରୁଣକାହାଣୀ ଆସନ୍ତୁ ସିଧା ସଳଖ ବୁଝି ନେବା ତାଙ୍କ ପାଖରୁ
    user_ସନ୍ତୋଷ କୁମାର ନାୟକ
    ସନ୍ତୋଷ କୁମାର ନାୟକ
    Salesperson ଘାଟଗାଁ, କେନ୍ଦୁଝର, ଓଡ଼ିଶା•
    17 hrs ago
  • ମୟୂରଭଞ୍ଜରେ ପ୍ରବଳ ବର୍ଷା ସମ୍ଭାବନା: ଆଜି ଅର୍ଥାତ୍ ମଙ୍ଗଳବାର ମଧ୍ୟ ସମସ୍ତ ସ୍କୁଲ୍ ଛୁଟି ଘୋଷଣା ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଆଜି ଅର୍ଥାତ୍ ମଙ୍ଗଳବାର ଦିନ ମଧ୍ୟ ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ରହିବ ବୋଲି ମୟୂରଭଞ୍ଜ ଜିଲ୍ଲାପାଳ ନିର୍ଦ୍ଦେଶ ଜାରି କରିଛନ୍ତି। ଏହି ନିର୍ଦ୍ଦେଶ ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟ ପାଇଁ ସମାନ ଭାବେ ଲାଗୁ ହେବ। ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଆଖିଆଗରେ ରଖି ଏହି ସତର୍କତାମୂଳକ ପଦକ୍ଷେପ ନିଆଯାଇଛି। ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ନିଜ ନିଜ ସ୍କୁଲରେ ଉପସ୍ଥିତ ରହି ବର୍ଷାଜନିତ ସ୍ଥିତି ଅନୁଧ୍ୟାନ କରିବା ସହ ଆବଶ୍ୟକୀୟ ପରିଚାଳନା ଦାୟିତ୍ୱ ତୁଲାଇବେ ବୋଲି ମୟୂରଭଞ୍ଜ ଜିଲ୍ଲା ଶିକ୍ଷାଧିକାରୀ ଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମୟୂରଭଞ୍ଜ ଜିଲ୍ଲାକୁ ରେଡ୍ ଆଲର୍ଟ ପ୍ରଦାନ କରାଯାଇଛି। ଏନେଇ ଆଜି ସକାଳ ୭.୩୦ ଟାରେ ସୂଚନା ମିଳିଛି।
    4
    ମୟୂରଭଞ୍ଜରେ ପ୍ରବଳ ବର୍ଷା ସମ୍ଭାବନା: ଆଜି ଅର୍ଥାତ୍ ମଙ୍ଗଳବାର ମଧ୍ୟ ସମସ୍ତ ସ୍କୁଲ୍ ଛୁଟି ଘୋଷଣା
ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଆଜି ଅର୍ଥାତ୍ ମଙ୍ଗଳବାର ଦିନ ମଧ୍ୟ ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ରହିବ ବୋଲି ମୟୂରଭଞ୍ଜ ଜିଲ୍ଲାପାଳ ନିର୍ଦ୍ଦେଶ ଜାରି କରିଛନ୍ତି। ଏହି ନିର୍ଦ୍ଦେଶ ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟ ପାଇଁ ସମାନ ଭାବେ ଲାଗୁ ହେବ।
ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଆଖିଆଗରେ ରଖି ଏହି ସତର୍କତାମୂଳକ ପଦକ୍ଷେପ ନିଆଯାଇଛି। ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ନିଜ ନିଜ ସ୍କୁଲରେ ଉପସ୍ଥିତ ରହି ବର୍ଷାଜନିତ ସ୍ଥିତି ଅନୁଧ୍ୟାନ କରିବା ସହ ଆବଶ୍ୟକୀୟ ପରିଚାଳନା ଦାୟିତ୍ୱ ତୁଲାଇବେ ବୋଲି ମୟୂରଭଞ୍ଜ ଜିଲ୍ଲା ଶିକ୍ଷାଧିକାରୀ ଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମୟୂରଭଞ୍ଜ ଜିଲ୍ଲାକୁ ରେଡ୍ ଆଲର୍ଟ ପ୍ରଦାନ କରାଯାଇଛି। ଏନେଇ ଆଜି ସକାଳ ୭.୩୦ ଟାରେ ସୂଚନା ମିଳିଛି।
    user_Mayurbhanj Public News
    Mayurbhanj Public News
    ବାରିପଦା ଟାଉନ୍, ମୟୂରଭଞ୍ଜ, ଓଡ଼ିଶା•
    23 hrs ago
  • ଖଇରା ଅବକାରୀ ବିଭାଗର ଚଢ଼ାଉ, ବିପୁଳ ପରିମାଣର ଦେଶୀ ଓ ବିଦେଶୀ ମଦ ଜବତ।
    1
    ଖଇରା ଅବକାରୀ ବିଭାଗର ଚଢ଼ାଉ, ବିପୁଳ ପରିମାଣର ଦେଶୀ ଓ ବିଦେଶୀ ମଦ ଜବତ।
    user_Odisha News Express
    Odisha News Express
    ବାଲେଶ୍ୱର (M), ବାଲେଶ୍ୱର, ଓଡ଼ିଶା•
    13 hrs ago
  • #ହାଣ୍ଡି_ଭରସାରେ_ରାସ୍ତା_ପାର ବୁଡିଲା ଜଗତସିଂହପୁର ଜିଲ୍ଲା କୁଜଙ୍ଗ ବ୍ଲକ୍ ହରିପୁର ଏବଂ ସାହାରାଡିହା ଗ୍ରାମକୁ ଲମ୍ବିଥିବା ମୁଖ୍ୟ ରାସ୍ତା। ରାସ୍ତା ଉପରେ ଚାଲୁଛି ପ୍ରାୟ ୩ ଫୁଟ ଉଚ୍ଚର ବନ୍ୟାଜଳ। ହାଣ୍ଡି ଭରସାରେ ରାସ୍ତା ପାର ହେଉଛନ୍ତି ଗ୍ରାମବାସୀ ।
    1
    #ହାଣ୍ଡି_ଭରସାରେ_ରାସ୍ତା_ପାର
ବୁଡିଲା ଜଗତସିଂହପୁର ଜିଲ୍ଲା କୁଜଙ୍ଗ ବ୍ଲକ୍ ହରିପୁର ଏବଂ ସାହାରାଡିହା ଗ୍ରାମକୁ ଲମ୍ବିଥିବା ମୁଖ୍ୟ ରାସ୍ତା। ରାସ୍ତା ଉପରେ ଚାଲୁଛି ପ୍ରାୟ ୩ ଫୁଟ ଉଚ୍ଚର ବନ୍ୟାଜଳ। ହାଣ୍ଡି ଭରସାରେ ରାସ୍ତା ପାର ହେଉଛନ୍ତି ଗ୍ରାମବାସୀ ।
    user_Rajib Behera
    Rajib Behera
    Local News Reporter ମୟୂରଭଞ୍ଜ, ମୟୂରଭଞ୍ଜ, ଓଡ଼ିଶା•
    42 min ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.