logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଆପାତକାଳୀନ ପରିସ୍ଥିତି ନିମନ୍ତେ ଅଗ୍ରାଧିକାର ଭିତ୍ତିରେ ମିଳିବ ଗ୍ୟାସ ରନ୍ଧନ ଗ୍ୟାସ୍ ର ଉପଲବଧତା ନେଇ ଆଭାସୀ ବୈଠକ ଓ ଟି ପି ମାଧ୍ୟମରେ ଗ୍ୟାସ ବୁକିଙ୍ଗ ଓ ଡେଲିଭରୀ ଉପରେ ଗୁରୁତ୍ୱ ଗ୍ରାମାଞ୍ଚଳରେ ବିତରଣ ଅବଧି ଦିନ ୪୫ ଦିନକୁ ବୃଦ୍ଧି ଭୁବନେଶ୍ୱର : ଦେଶରେ ରନ୍ଧନ ଗ୍ୟାସ୍ (ଏଲ ପି ଜି) ର ଉପଲବ୍ଧତା ଓ ସୁରୁଖୁରୁରେ ବିତରଣ ନିମନ୍ତେ ଆଜି ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର ସଚିବ , ଉପଭୋକ୍ତା ବ୍ୟାପାର ବିଭାଗର ସଚିବ ଙ୍କ ଅଧ୍ୟକ୍ଷତାରେ ସବୁ ରାଜ୍ୟର ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ମାନଙ୍କ ମଧ୍ୟରେ ଆଭାସୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ପୂର୍ତ୍ତ ଵିଭାଗ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ଆଭାସୀ ବୈଠକରେ ଖାଦ୍ୟଯୋଗାଣ ଓ ଖାଉଟିକଲ୍ୟାଣ ବିଭାଗର ପ୍ରମୁଖ ସଚିବ ଶ୍ରୀ ସଂଜୟ କୁମାର ସିଂ ଓ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତଥିଲେ। ଏହି ବୈଠକରେ ଦେଶରେ ରନ୍ଧନ ଗ୍ୟାସ୍ ର ସଠିକ୍ ବିତରଣ ଓ ସ୍ୱଚ୍ଛତାର ସହ କରିବାକୁ ଗୁରୁତ୍ୱ ଦିଆଯାଇଛି । କଳାବଜାରୀ ରୋକିବାକୁ ଓ ଟି ପି ମାଧ୍ୟମରେ ଵୁକିଂ ଓ ଡେଲିଭରୀ ଉପରେ ଗୁରୁତ୍ବ ଦିଆଯିବାକୁ କଡ଼ାକଡ଼ି ନିର୍ଦ୍ଦେଶ ରହିଛି । ଆପାତକାଳୀନ ପରିସ୍ଥିତିରେ କମର୍ସିଆଲ ଗ୍ୟାସ ପୂର୍ବରୁ ଯେତିକି ବ୍ୟବହାର କରୁଥିଲେ ତାର ୨୦% ବର୍ତ୍ତମାନ ପ୍ରଦାନ କରାଯିବ । ଅତ୍ୟଧିକ ବୁକିଂ ଯୋଗୁ ସର୍ଭର ଗତି ଧୀର ହେଇଯାଇଛି ଏଥିରେ ବାଧା ନ ହେବା ନିମନ୍ତେ ସର୍ଭର ସ୍ପିଡ୍ ବଢେଇବା କାର୍ଯ୍ୟ ଚାଲୁଅଛି। ଗ୍ରାମାଞ୍ଚଳ ରେ ଡେଲିଭରୀ ଅବଧି ୪୫ ଦିନକୁ ବୃଦ୍ଧି କରା ଯାଇଛି। ଗ୍ୟାସ୍ ବିତରଣ ପ୍ରକିୟା କୁ ନେଇ ସବୁ ରାଜ୍ୟ ଓ ଜିଲ୍ଲା ସ୍ତରରେ ଦୃଢ଼ ପଦକ୍ଷେପ ନିଆଯାଉଛି । ଏଲ ପି ଜି ଗ୍ୟାସର ଅବୈଧ ଗଚ୍ଛିତ ଓ ସଂଗ୍ରହ ଉପରେ ପ୍ରତ୍ୟେକ ଜିଲ୍ଲା ସ୍ତରରେ ଏନଫୋର୍ସମେଣ୍ଟ ସ୍କ୍ୱାଡ ନିୟୋଜିତ ରହି କଳାବଜାରୀ ମାନଙ୍କ ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି ।‌ରନ୍ଧନଗ୍ୟାସ୍ କୁ ନେଇ ବିବ୍ରତ ନ ହେବାକୁ ଜନସାଧାରଣଙ୍କୁ ପ୍ରମୁଖ ଶାସନସଚିବ ନିବେଦନ କରିଛନ୍ତି ।

on 13 March
user_NEWS  MANORANJAN
NEWS MANORANJAN
ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
on 13 March
b7bf11cb-0619-47ba-9dc1-d508017f2af5

More news from ଓଡ଼ିଶା and nearby areas
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    3 hrs ago
  • ଯାଜପୁର ଗୁଳିକାଣ୍ଡର ପର୍ଦାଫାସ କଲା ପୋଲିସ। ପ୍ରେମିକ ସହ ମିଶି ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ ଶୁଭଶ୍ରୀ । ଭଲ କରି ଦେଖନ୍ତୁ ଏ ନେଉଳି ମୁହିଁ କୁ। ସ୍ୱାମୀକୁ ହତ୍ୟା କରି କେମିତି ନାଉଲି ହେଉଥିଲା ଦେଖନ୍ତୁ। କିନ୍ତୁ ଏ ଚେହେରା ପଛରେ ଥିଲା ବଡ଼ ଷଡଯନ୍ତ୍ର।
    1
    ଯାଜପୁର ଗୁଳିକାଣ୍ଡର ପର୍ଦାଫାସ କଲା ପୋଲିସ। ପ୍ରେମିକ ସହ ମିଶି ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ ଶୁଭଶ୍ରୀ ।  ଭଲ କରି ଦେଖନ୍ତୁ ଏ ନେଉଳି ମୁହିଁ କୁ। ସ୍ୱାମୀକୁ ହତ୍ୟା କରି କେମିତି ନାଉଲି ହେଉଥିଲା ଦେଖନ୍ତୁ। କିନ୍ତୁ ଏ ଚେହେରା ପଛରେ ଥିଲା ବଡ଼ ଷଡଯନ୍ତ୍ର।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    11 hrs ago
  • Post by ନିମାଇଁ ଚରଣ ମହାରଣା
    1
    Post by ନିମାଇଁ ଚରଣ ମହାରଣା
    user_ନିମାଇଁ ଚରଣ ମହାରଣା
    ନିମାଇଁ ଚରଣ ମହାରଣା
    Local News Reporter Khordha, Odisha•
    11 hrs ago
  • ଆମ ଅଞ୍ଚଳର ଡକା ହକା ଠାକୁର ପ୍ରଭୁ ଗ୍ରାମେଶ୍ୱର
    1
    ଆମ ଅଞ୍ଚଳର ଡକା ହକା ଠାକୁର ପ୍ରଭୁ ଗ୍ରାମେଶ୍ୱର
    user_ଅଭିମନ୍ୟୁ ଅଭିସାର
    ଅଭିମନ୍ୟୁ ଅଭିସାର
    ସତ୍ୟବାଦୀ, ପୁରୀ, ଓଡ଼ିଶା•
    11 hrs ago
  • Post by ନିଷ୍ଠୁର ଦୁନିଆ Live
    1
    Post by ନିଷ୍ଠୁର ଦୁନିଆ Live
    user_ନିଷ୍ଠୁର ଦୁନିଆ Live
    ନିଷ୍ଠୁର ଦୁନିଆ Live
    Nischintakoili, Cuttack•
    15 hrs ago
  • Post by Dhenkanal News
    1
    Post by Dhenkanal News
    user_Dhenkanal News
    Dhenkanal News
    Media company Dhenkanal Sadar, Odisha•
    2 hrs ago
  • Post by Dipak Kumar Nayak
    1
    Post by Dipak Kumar Nayak
    user_Dipak Kumar Nayak
    Dipak Kumar Nayak
    Voice of people Dhenkanal Sadar, Odisha•
    8 hrs ago
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    3 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.