logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ କେନ୍ଦୁଝର ଜିଲ୍ଲା ଗସ୍ତ ଅବସରରେ ଘସିପୁରା ଅଞ୍ଚଳର ଦେଓଗାଁ ଠାରେ ପ୍ରଶାସନ ଓ ସଧାରଣ ଜନତା ମୁଖ୍ୟମନ୍ତ୍ରୀଙ୍କୁ ସ୍ଵାଗତ କରୁଛନ୍ତି ।

1 hr ago
user_NEWS  MANORANJAN
NEWS MANORANJAN
ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
1 hr ago

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ କେନ୍ଦୁଝର ଜିଲ୍ଲା ଗସ୍ତ ଅବସରରେ ଘସିପୁରା ଅଞ୍ଚଳର ଦେଓଗାଁ ଠାରେ ପ୍ରଶାସନ ଓ ସଧାରଣ ଜନତା ମୁଖ୍ୟମନ୍ତ୍ରୀଙ୍କୁ ସ୍ଵାଗତ କରୁଛନ୍ତି ।

More news from ଓଡ଼ିଶା and nearby areas
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    1 hr ago
  • Post by Gagan Bhoi
    1
    Post by Gagan Bhoi
    user_Gagan Bhoi
    Gagan Bhoi
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    12 hrs ago
  • ଭୁଲ୍ ଇଞ୍ଜେକସନ ଯୋଗୁଁ ଚାଲିଗଲା ଶିଶୁର ଜୀବନ। ପୁଣି ପୁରୀ ହସ୍ପିଟାଲ ନାଁ ରେ ସାଙ୍ଘାତିକ ଅଭିଯୋଗ। ଏଭଳି ସାଂଘାତିକ ଅଭିଯୋଗ ଆଣିଛନ୍ତି ମୃତ ଶିଶୁର ପରିବାର ଲୋକେ। ଭୁଲ୍ ଇଞ୍ଜେକସନ ଯୋଗୁଁ ଚାଲିଗଲା ଶିଶୁର ଜୀବନ। ପୁଣି ପୁରୀ ହସ୍ପିଟାଲ ନାଁ ରେ ସାଙ୍ଘାତିକ ଅଭିଯୋଗ। ଏଭଳି ସାଂଘାତିକ ଅଭିଯୋଗ ଆଣିଛନ୍ତି ମୃତ ଶିଶୁର ପରିବାର ଲୋକେ।
    1
    ଭୁଲ୍ ଇଞ୍ଜେକସନ ଯୋଗୁଁ ଚାଲିଗଲା ଶିଶୁର ଜୀବନ। ପୁଣି ପୁରୀ ହସ୍ପିଟାଲ ନାଁ ରେ ସାଙ୍ଘାତିକ ଅଭିଯୋଗ। ଏଭଳି ସାଂଘାତିକ ଅଭିଯୋଗ ଆଣିଛନ୍ତି ମୃତ ଶିଶୁର ପରିବାର ଲୋକେ। ଭୁଲ୍ ଇଞ୍ଜେକସନ ଯୋଗୁଁ ଚାଲିଗଲା ଶିଶୁର ଜୀବନ। ପୁଣି ପୁରୀ ହସ୍ପିଟାଲ ନାଁ ରେ ସାଙ୍ଘାତିକ ଅଭିଯୋଗ। ଏଭଳି ସାଂଘାତିକ ଅଭିଯୋଗ ଆଣିଛନ୍ତି ମୃତ ଶିଶୁର ପରିବାର ଲୋକେ।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    7 hrs ago
  • Post by Chandan naik
    4
    Post by Chandan naik
    user_Chandan naik
    Chandan naik
    କଟକ ସଦର, କଟକ, ଓଡ଼ିଶା•
    14 hrs ago
  • ବିପୁଳ ପରିମାର ର ଗଞ୍ଜେଇ ଜବତ୍; ୩ଗିରଫ ଖୋର୍ଦ୍ଧା ଅବକାରୀ ବିଭାଗ ପକ୍ଷରୁ ଆଜି ଦୁଇଟି ସ୍ଥାନରେ ଚଢଉ କରାଯାଇ ୧କୁଇଁଟାଲ ୬୯୦କେଜି ଗଞ୍ଜେଇ ଜବତ କରାଯାଇଛି । ଏହି ଘଟଣାରେ ୩ଜଣଙ୍କୁ ଅବକାରୀ ବିଭାଗ ଗିରଫ କରିଛି । ଗିରଫମାନେ ହେଲେ ଜଟଣୀ ଥାନା ଅନ୍ତର୍ଗତ ଗଜପତିନଗର ର କାଳୁଚରଣ ଦାସ (୪୫), କନ୍ଧମାଳ ଜିଲ୍ଲା ଲହବାଡି ର ମହେଶ ମଲ୍ଲିକ (୨୧) ଓ ବଇଡା ର ପ୍ରକାଶ ପ୍ରଧାନ (୩୮) । ଏମାନଙ୍କ ଠାରୁ ଗଞ୍ଜେଇ ସମେତ ଏକ କାର ଓ ଟାଟାଏସିଇ ଗାଡିକୁ ଜବତ କରାଯାଇଛି ।ପ୍ରକାଶଥାଉକି, ଟାଙ୍ଗୀ ଅବକାରୀ ବିଭାଗ ଛଣଗିରି ରାସ୍ତାର ଫୁଟବଲ ଖେଳପଡିଆ ସମ୍ମୁଖରୁ ନୟାଗଡ ରୁ ଜଙ୍କିଆ ଅଭିମୁଖେ ଆସୁଥିବା ଓଡି.୦୨ସିକେ-୮୭୪୩ ନଂ ବିଶିଷ୍ଟ ଗଞ୍ଜେଇ ବୋଝେଇ ଟାଟାଏସିଇ ଗାଡିକୁ ଅଟକାଇ ଯାଂଚ କରିଥିଲେ । ସେଥିରୁ ୯୬୦କେଜି ଗଞ୍ଜେଇ ଜବତ କରିବା ସହ କାଳୁଚରଣ କୁ ଗିରଫ କରିଥିଲା । ସେହିପରି ଖୋର୍ଦ୍ଧା ଅବକାରୀ ବିଭାଗ ପକ୍ଷରୁ ଖୋର୍ଦ୍ଧା ମେଡିକାଲ ଛକ ନିକଟରେ ଥିବା ପେଟ୍ରୋଲପମ୍ପ ସମ୍ମୁଖରେ ଚଢଉ କରି ଏକ କାର ଭିତରୁ ୧କୁୂଇଁଟାଲ ଗଞ୍ଜେଇ ଜବତ କରିଥିଲେ । ଗାଡିରୁ ମହେଶ ଓ ପ୍ରକାଶ କୁ ଅବକାରୀ ବିଭାଗ କରିଛି । ୨ଟି ଜବତ ଘଟଣାରେ ଜବତ ଗଞ୍ଜେଇ ଓ ଗାଡିର ମୂଲ୍ୟ ୧କୋଟି ୨୧ଲକ୍ଷ ହେବ ବୋଲି ଅବକାରୀ ସୁପରିଟେଣ୍ଡ ସୁମତୀ ତ୍ରୀପାଠୀ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ଟାଙ୍ଗୀ ଅବକାରୀ ଚଢଉରେ ଇନ୍ସପେକ୍ଟର ଅଜିତ ପାତ୍ର, ଓଆଇସି ରମେଶ ଚନ୍ଦ୍ର ବାରିକ, ଏଏସ୍ଆଇ ସମ୍ଭୁନାଥ ପାତ୍ର, ବାଲୁଗାଁ ଅବକାରୀ ବିଭାଗ ଏଏସ୍ଆଇ ରାମଚନ୍ଦ୍ର ଜେନା, କନେଷ୍ଟବଳ ଅଶେଷ ପ୍ରଧାନ, ମନୋଜ କୁମାର ଜୟସିଂ, ସସ୍ମିତା ସେଠୀ ପ୍ରମୁୂଖ ସାମିଲଥିଲେ । ସେହିପରି ଖୋର୍ଦ୍ଧା ଅବକାରୀ ଚଢଉରେ ଇନ୍ସପେକ୍ଟର ରାଧାକାନ୍ତ ଭୋଇ, ଓଆଇସି ସୁଜିତ କୁମାର ମୁଦୁଲି, ଏଏସ୍ଆଇ ସମରେନ୍ଦ୍ର ସାମନ୍ତସିଂହାର, କନେଷ୍ଟବଳ ଟିଟୁ ସାହୁ, ଚିନ୍ମୟୀ ସେଠୀ, ସନାନନ୍ଦ କୁଅଁର ଓ ପ୍ରଣବ କୁମାର କଅଁର ପ୍ରମୁଖ ସାମିଲ ହୋଇଥିଲେ ।
    1
    ବିପୁଳ ପରିମାର ର ଗଞ୍ଜେଇ ଜବତ୍; ୩ଗିରଫ 
ଖୋର୍ଦ୍ଧା ଅବକାରୀ ବିଭାଗ ପକ୍ଷରୁ ଆଜି ଦୁଇଟି ସ୍ଥାନରେ ଚଢଉ କରାଯାଇ ୧କୁଇଁଟାଲ ୬୯୦କେଜି ଗଞ୍ଜେଇ ଜବତ କରାଯାଇଛି । ଏହି ଘଟଣାରେ ୩ଜଣଙ୍କୁ ଅବକାରୀ ବିଭାଗ ଗିରଫ କରିଛି । ଗିରଫମାନେ ହେଲେ ଜଟଣୀ ଥାନା ଅନ୍ତର୍ଗତ ଗଜପତିନଗର ର କାଳୁଚରଣ ଦାସ (୪୫), କନ୍ଧମାଳ ଜିଲ୍ଲା ଲହବାଡି ର ମହେଶ ମଲ୍ଲିକ (୨୧) ଓ ବଇଡା ର ପ୍ରକାଶ ପ୍ରଧାନ (୩୮) । ଏମାନଙ୍କ ଠାରୁ ଗଞ୍ଜେଇ ସମେତ ଏକ କାର ଓ ଟାଟାଏସିଇ ଗାଡିକୁ ଜବତ କରାଯାଇଛି  ।ପ୍ରକାଶଥାଉକି, ଟାଙ୍ଗୀ ଅବକାରୀ ବିଭାଗ ଛଣଗିରି ରାସ୍ତାର ଫୁଟବଲ ଖେଳପଡିଆ ସମ୍ମୁଖରୁ ନୟାଗଡ ରୁ ଜଙ୍କିଆ ଅଭିମୁଖେ ଆସୁଥିବା ଓଡି.୦୨ସିକେ-୮୭୪୩ ନଂ ବିଶିଷ୍ଟ ଗଞ୍ଜେଇ ବୋଝେଇ ଟାଟାଏସିଇ ଗାଡିକୁ ଅଟକାଇ ଯାଂଚ କରିଥିଲେ । ସେଥିରୁ ୯୬୦କେଜି ଗଞ୍ଜେଇ ଜବତ କରିବା ସହ  କାଳୁଚରଣ କୁ ଗିରଫ କରିଥିଲା । ସେହିପରି ଖୋର୍ଦ୍ଧା ଅବକାରୀ ବିଭାଗ ପକ୍ଷରୁ ଖୋର୍ଦ୍ଧା ମେଡିକାଲ ଛକ ନିକଟରେ ଥିବା ପେଟ୍ରୋଲପମ୍ପ ସମ୍ମୁଖରେ ଚଢଉ କରି ଏକ କାର ଭିତରୁ ୧କୁୂଇଁଟାଲ ଗଞ୍ଜେଇ ଜବତ କରିଥିଲେ । ଗାଡିରୁ ମହେଶ ଓ ପ୍ରକାଶ କୁ ଅବକାରୀ ବିଭାଗ କରିଛି । ୨ଟି ଜବତ ଘଟଣାରେ ଜବତ ଗଞ୍ଜେଇ ଓ ଗାଡିର ମୂଲ୍ୟ ୧କୋଟି ୨୧ଲକ୍ଷ ହେବ ବୋଲି ଅବକାରୀ ସୁପରିଟେଣ୍ଡ ସୁମତୀ ତ୍ରୀପାଠୀ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ।  ଟାଙ୍ଗୀ ଅବକାରୀ ଚଢଉରେ ଇନ୍ସପେକ୍ଟର ଅଜିତ ପାତ୍ର,  ଓଆଇସି ରମେଶ ଚନ୍ଦ୍ର ବାରିକ, ଏଏସ୍ଆଇ ସମ୍ଭୁନାଥ ପାତ୍ର, ବାଲୁଗାଁ ଅବକାରୀ ବିଭାଗ ଏଏସ୍ଆଇ ରାମଚନ୍ଦ୍ର ଜେନା, କନେଷ୍ଟବଳ ଅଶେଷ ପ୍ରଧାନ, ମନୋଜ କୁମାର ଜୟସିଂ, ସସ୍ମିତା ସେଠୀ ପ୍ରମୁୂଖ ସାମିଲଥିଲେ । ସେହିପରି ଖୋର୍ଦ୍ଧା ଅବକାରୀ ଚଢଉରେ ଇନ୍ସପେକ୍ଟର ରାଧାକାନ୍ତ ଭୋଇ, ଓଆଇସି ସୁଜିତ କୁମାର ମୁଦୁଲି, ଏଏସ୍ଆଇ ସମରେନ୍ଦ୍ର ସାମନ୍ତସିଂହାର, କନେଷ୍ଟବଳ ଟିଟୁ ସାହୁ, ଚିନ୍ମୟୀ ସେଠୀ, ସନାନନ୍ଦ କୁଅଁର ଓ ପ୍ରଣବ କୁମାର କଅଁର ପ୍ରମୁଖ ସାମିଲ ହୋଇଥିଲେ ।
    user_ନିମାଇଁ ଚରଣ ମହାରଣା
    ନିମାଇଁ ଚରଣ ମହାରଣା
    Local News Reporter Khordha, Odisha•
    14 hrs ago
  • ସ୍ଵଛ ଭାରତ ଯୋଜନା ରେ ଵିଭିନ୍ନ ସରକାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି. କେଉଁଠି ନେତା କେଉଁଠି ଅଧିକାରୀ ସଫାଜାଗା କୁ ଓଳାଉ ଥିବା ବେଳେ ତୣଣମୂଳ ସ୍ଥରରେ କିନ୍ତୁ ଗଦାଗଦା ଅଳିଆ ଦେଖିବାକୁ ମିଳୁଛି। ଏପରିକି ଜଟଣୀ ନଗର ପାଳିକାର 9ନମ୍ଵର ଓ୍ଵାର୍ଡ ରେ ଥିବା ସରକାରୀ ଡାକ୍ତର ଖାନା ପଛପଟର ଅଳିଆ ଦୣଶ୍ୟ ଦେଖିଲେ ଗାଁ ପରିମଳ.... ତୁଠରୁ ଦିଶିଲା ପରି ନଗର ପାଳିକା ର ସ୍ଵଛ୍ଛ ଭାରତ ଆଭିଯାନ ର ଗତି ଷ୍ପଷ୍ଠ ଅନୁମେୟ।
    2
    ସ୍ଵଛ ଭାରତ ଯୋଜନା ରେ ଵିଭିନ୍ନ ସରକାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି. କେଉଁଠି ନେତା କେଉଁଠି ଅଧିକାରୀ ସଫାଜାଗା କୁ ଓଳାଉ ଥିବା ବେଳେ ତୣଣମୂଳ ସ୍ଥରରେ କିନ୍ତୁ ଗଦାଗଦା ଅଳିଆ ଦେଖିବାକୁ ମିଳୁଛି। ଏପରିକି ଜଟଣୀ ନଗର ପାଳିକାର 9ନମ୍ଵର ଓ୍ଵାର୍ଡ ରେ ଥିବା ସରକାରୀ ଡାକ୍ତର ଖାନା ପଛପଟର ଅଳିଆ ଦୣଶ୍ୟ ଦେଖିଲେ ଗାଁ ପରିମଳ.... ତୁଠରୁ ଦିଶିଲା ପରି ନଗର ପାଳିକା ର ସ୍ଵଛ୍ଛ ଭାରତ ଆଭିଯାନ ର ଗତି ଷ୍ପଷ୍ଠ ଅନୁମେୟ।
    user_Jogesh Chandra nayak
    Jogesh Chandra nayak
    Agistment service ଜଟଣୀ, ଖୋର୍ଦ୍ଧା, ଓଡ଼ିଶା•
    16 hrs ago
  • Post by ନିଷ୍ଠୁର ଦୁନିଆ Live
    1
    Post by ନିଷ୍ଠୁର ଦୁନିଆ Live
    user_ନିଷ୍ଠୁର ଦୁନିଆ Live
    ନିଷ୍ଠୁର ଦୁନିଆ Live
    Nischintakoili, Cuttack•
    7 hrs ago
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    1 hr ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.