Shuru
Apke Nagar Ki App…
ବାଳକାଟି ମେଳନ ପଡିଆ ସଫେଇ ନେଇ ପ୍ରତିକ୍ରିୟା ଦେଲେ ସରପଞ୍ଚଙ୍କ ପ୍ରତିନିଧି । । #Balakati #Balakatimelana #Dolajatra #jayadevnews #jayadevbhakti #police baliantapolice #balakatipolice
Gagan Bhoi
ବାଳକାଟି ମେଳନ ପଡିଆ ସଫେଇ ନେଇ ପ୍ରତିକ୍ରିୟା ଦେଲେ ସରପଞ୍ଚଙ୍କ ପ୍ରତିନିଧି । । #Balakati #Balakatimelana #Dolajatra #jayadevnews #jayadevbhakti #police baliantapolice #balakatipolice
More news from ଓଡ଼ିଶା and nearby areas
- Post by Gagan Bhoi1
- Post by Darbar Tv1
- Post by Thabira Majhi1
- Post by NEWS MANORANJAN1
- କଟକ ଗଣ୍ଡରପୁରରେ ରୋଡ଼ ଜାମ୍। ଜଗତପୁର ଆଡୁ ଆସୁଥିବା ଅନେକ ଗାଡ଼ି ଘଣ୍ଟା ଘଣ୍ଟା ଧରି ଫସି ରହିଥିବା ଦେଖିବାକୁ ମିଳିଛି। ଗଣ୍ଡରପୁର ରାସ୍ତାରେ ଏକ କଣ୍ଟେନର ଟ୍ରକ ଟି ଖରାପ ହୋଇଯିବା କାରଣରୁ ରୋଡ଼ ଜାମ୍ ହୋଇଥିବା ଦେଖିବାକୁ ମିଳିଛି।1
- ଘଟଣା ବାବଦ ରେ କଣ ଏତେ ଜୋର୍ ରେ ଶବ୍ଦ ହେଲା ବୋଲି ଲୋକେ ଶବ୍ଦ ଉପୁଜିଥିବା ସ୍ଥାନ କୁ ଆସିଲାବେଳକୁ ପୋଲିସ ଏଠାରେ ବେଆଇନ୍ ଜବତ ବାଣ କୁ ନଷ୍ଟ କରାଯାଉଛି ବୋଲି ସ୍ଥାନିୟ ଲୋକ ଙ୍କୁ ପ୍ରତିକ୍ରିୟା ଦେବାପରେ ସ୍ଥାନୀୟ ଅଞ୍ଚଳ ଲୋକ ଙ୍କ ମଧ୍ୟ ରେ ଏ ଘଟଣା କୁ ନେଇ ଉତ୍ତେଜନା ଦେଖିବାକୁ ମିଳିଥିଲା । ଏ ଭଳି କାର୍ଯ୍ୟ ଏଠାରେ ଜନବସତି ଅଞ୍ଚଳରେ କରିବା ଠିକ୍ ନୁହଁ ବୋଲି ସ୍ଥାନୀୟ ଲୋକ ଖୋଭ ପ୍ରକାଶ କରିଥିଲେ । ଶବ୍ଦ ର ତୀବ୍ରତା ଏତେ ଜୋର୍ ଥିଲା ଯେ ଶବ୍ଦ ହେବା ସ୍ଥାନ ଠାରୁ ୧୦ କିଲୋମିଟର ପର୍ଯ୍ୟନ୍ତ ଶବ୍ଦ ଶୁଣାଯିବା ସହ କିଛି ଲୋକ ଙ୍କ ଘର ର କାଚ ଝରକା ଭାଙ୍ଗି ଯାଇଛି ବୋଲି ଲୋକ ପ୍ରତିକ୍ରିୟା ଦେଇଛନ୍ତି । Byt - ସ୍ଥାନୀୟ ବାସିନ୍ଦା3
- ଜଟଣୀ :ପିପିଲି ଖୋର୍ଦ୍ଧା ମୂଖ୍ୟ ରାସ୍ତା ନାଇଜର ପାଖରେ ମରମନ୍ତୁଦ ସଡ଼କ ଦୁର୍ଘଟଣା। ପାସେଞ୍ଜର ଅଟକୁ ଧକାଦେଲା କାର। ଦୁର୍ଘଟଣା ରେ ମହିଳା ଯାତ୍ରୀ ମୃତ। ଘଟଣା ସ୍ଥଳରେ ଜଟଣୀ ପୋଲିସ ପହଁଚି ଦୁଇଟି ଗାଡି ଜବତ କରି ଅଧିକ ତଦନ୍ତ କରୁଛି। ବିଗତ ୧ ବର୍ଷ ଭିତରେ ୧୪ ଜଣଙ୍କ ଜୀବନ ଗଲାଣି ଏହି ରାସ୍ତାରେ। ତଥାପି ପ୍ରଶାସନ ତରଫରୁ ସ୍ପିଡ଼ ଗାଡି ଚାଳନା ଉପରେ ରୋକ ଲଗାଇପାରୁନି ପ୍ରଶାସନ।8
- Post by Gagan Bhoi1