logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଗୋ ମାଫିଆ ଙ୍କ ଠାରୁ ବାହାରି ଥିବା ସୁନା ଅଳଙ୍କାର ଭିଡ଼ିଓ କେନ୍ଦୁଝର ରୁ ସତ୍ୟବ୍ରତଦାସ

8 hrs ago
user_Satyabrata das
Satyabrata das
Journalist କେନ୍ଦୁଝର ଟାଉନ୍, କେନ୍ଦୁଝର, ଓଡ଼ିଶା•
8 hrs ago

ଗୋ ମାଫିଆ ଙ୍କ ଠାରୁ ବାହାରି ଥିବା ସୁନା ଅଳଙ୍କାର ଭିଡ଼ିଓ କେନ୍ଦୁଝର ରୁ ସତ୍ୟବ୍ରତଦାସ

More news from ଓଡ଼ିଶା and nearby areas
  • Post by 24Anandapur
    1
    Post by 24Anandapur
    user_24Anandapur
    24Anandapur
    Fitness Trainer ନନ୍ଦିପଡା, କେନ୍ଦୁଝର, ଓଡ଼ିଶା•
    3 hrs ago
  • ଳେଡିକିତନଗଏଳମୁରାଉଳୁଡା
    1
    ଳେଡିକିତନଗଏଳମୁରାଉଳୁଡା
    user_ଟଙ୍କଧର .ମେହେର
    ଟଙ୍କଧର .ମେହେର
    Video Creator କୋଲିୟରୀ, ଅନୁଗୁଳ, ଓଡ଼ିଶା•
    11 hrs ago
  • Post by Sudhakaro Sarlabhab
    1
    Post by Sudhakaro Sarlabhab
    user_Sudhakaro Sarlabhab
    Sudhakaro Sarlabhab
    ଅନୁଗୁଳ, ଅନୁଗୁଳ, ଓଡ଼ିଶା•
    16 hrs ago
  • ଢେଙ୍କାନାଳ ସହରରେ ଦିନ ସାଢେ ଚାରିଟା ସମୟ ରେ କୈଣସି ଘଟଣା କୁ ନେଇ ଯୁବକଙ୍କୁ ମାରଣାମ୍ପକ ଆକ୍ରମଣ ଗୣରୁତ୍ବର ଅବସ୍ଥାରେ ମୂଖ୍ୟ ଡାକ୍ତରଖାନା ରେ ଭତ୍ତି ପରେ କଟକ ବଡ ମେଡିକାଲ ସ୍ଥାନାନ୍ତର, ଟାଉନ ପୋଲିସ ର ଛାନବିନ ଜାରି
    3
    ଢେଙ୍କାନାଳ ସହରରେ ଦିନ ସାଢେ ଚାରିଟା ସମୟ ରେ କୈଣସି ଘଟଣା କୁ ନେଇ ଯୁବକଙ୍କୁ ମାରଣାମ୍ପକ ଆକ୍ରମଣ ଗୣରୁତ୍ବର ଅବସ୍ଥାରେ ମୂଖ୍ୟ ଡାକ୍ତରଖାନା ରେ ଭତ୍ତି ପରେ କଟକ ବଡ ମେଡିକାଲ ସ୍ଥାନାନ୍ତର, ଟାଉନ ପୋଲିସ ର ଛାନବିନ ଜାରି
    user_Dipak Kumar Nayak
    Dipak Kumar Nayak
    Voice of people ଢେଙ୍କାନାଳ ସଦର, ଢେଙ୍କାନାଳ, ଓଡ଼ିଶା•
    3 hrs ago
  • ଗଛ ରୁ ବାହାରୁ ରକ୍ତ ନାଁ ପାଣି କାମାକ୍ଷାନଗର ଅଞ୍ଚଳ ରେ ଗଛ ପାଇଁ ଶୋକ
    1
    ଗଛ ରୁ ବାହାରୁ ରକ୍ତ ନାଁ ପାଣି କାମାକ୍ଷାନଗର ଅଞ୍ଚଳ ରେ ଗଛ ପାଇଁ ଶୋକ
    user_Tapasdas 6372788705
    Tapasdas 6372788705
    Journalist Dhenkanal Sadar, Odisha•
    6 hrs ago
  • Mamma Special Birthday Cake by @shivinaren_cakeartist https://www.instagram.com/reel/DSEf5uukU2V/?igsh=MTJob203bWt4OGYybg==
    1
    Mamma Special Birthday Cake by @shivinaren_cakeartist
https://www.instagram.com/reel/DSEf5uukU2V/?igsh=MTJob203bWt4OGYybg==
    user_The Cake Gallery ( Home Made Fresh Cake)
    The Cake Gallery ( Home Made Fresh Cake)
    Artist ଭଦ୍ରକ ଗ୍ରାମୀଣ, ଭଦ୍ରକ, ଓଡ଼ିଶା•
    19 hrs ago
  • ମନ୍ତ୍ରୀ ଙ୍କ ବାଇଟ କେନ୍ଦୁଝର ରୁ ସତ୍ୟବ୍ରତ ଦାସ ଓଡିଶା ଭାସ୍କର ଜିଲ୍ଲା ପ୍ରତିନିଧି
    1
    ମନ୍ତ୍ରୀ ଙ୍କ ବାଇଟ କେନ୍ଦୁଝର ରୁ ସତ୍ୟବ୍ରତ ଦାସ ଓଡିଶା ଭାସ୍କର ଜିଲ୍ଲା ପ୍ରତିନିଧି
    user_Satyabrata das
    Satyabrata das
    Journalist କେନ୍ଦୁଝର ଟାଉନ୍, କେନ୍ଦୁଝର, ଓଡ଼ିଶା•
    9 hrs ago
  • ହାଟଡିହୀ : କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଷ୍ଣୁପୁର ଗ୍ରାମର ଆନନ୍ଦ ଯେନା(୫୮) ରବିବାର ହାଇୱା ଧକ୍କାରେ ମୃତ୍ୟୁ ଘଟିଥିଲା। ମୃତକଙ୍କ ପରିବାର ବର୍ଗକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମବେଦନା ଜଣାଇବା ସହ ଶୋକ ପ୍ରକାଶ କରିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ।କ୍ଷତିପୂରଣ ପ୍ରଦାନ ଏବଂ ବାଲି ପରିବହନରେ କଟକଣା ଦାବିରେ ମୃତଦେହ ରଖି ରାସ୍ତାରୋକୋ ଆନ୍ଦୋଳନ ସୋମବାର ପ୍ରତ୍ୟାହୃତ ହୋଇଛି । ଏଥିସହ ଦୁର୍ଘଟଣା ଘଟାଇଥିବା ହାଇୱା ମାଲିକ ମୃତକଙ୍କ ପରିବାରକୁ ଅଢେଇ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିଥିବା ଆନନ୍ଦପୁର ଉପଜିଲାପାଳ ନୀଳମାଧବ ସୁନା ଏବଂ ନନ୍ଦିପଦା ଥାନା ଅଧିକାରୀ ଧର୍ମେନ୍ଦ୍ର ଶାନ୍ତି ପ୍ରକାଶ କରିଛନ୍ତିନା ଯୋଗ୍ୟ, ସାଇକେଲ ଆରୋହୀ ଆନନ୍ଦ ଶାଳନିଆଁ ବଜାରରୁ ନିଜ ଘରକୁ ସାଇକେଲ ଚଳାଇ ଫେରୁଥିଲେ। ପଛପଟୁ ବାଲି ଘାଟକୁ ଯାଉଥିବା ହାଇୱା ଦୁର୍ଘଟଣାଗ୍ରସ୍ତ ହୋଇ ଆନନ୍ଦଙ୍କ ଉପରେ ଚଢ଼ି ଯାଇଥିଲା । ସ୍ଥାନୀୟ ଲୋକ ବିଷ୍ଣୁପୁର ବାଲି ଘାଟକୁ ଯାଇଥିବା ହନୁମାନ ଛକ ରାସ୍ତାରେ ମୃତଦେହ ରଖି ରାସ୍ତାରୋକୋ କରିଥିଲେ। ଆନ୍ଦୋଳନସ୍ଥଳରେ ଆନନ୍ଦପୁର ବିଧାନସଭା କ୍ଷେତ୍ରର ଭାଜପା ନେତା ଆଲୋକ ସେଠି, ହରମୋହନ ଶାସିନୀ, ଯୁଧିଷ୍ଠିର ମଲ୍ଲିକ, ଜ୍ଞାନ ରଞ୍ଜନ ସାମନ୍ତସିଂହାର, ସୁନୀଲ ନାୟକ,ସୁଶାନ୍ତ ସାହୁ, ହାଟଡିହୀ ବିଡ଼ିଓ ରଞ୍ଜନ ପରିଡା, ଆନନ୍ଦପୁର ବିଜେଡି ବିଧାୟକ ଅଭିମନ୍ୟୁ ସେଠି, ଆନନ୍ଦପୁର ଉପଜିଲାପାଳ ନୀଳମାଧବ ସୁନା, ନନ୍ଦିପଦା ଥାନା ଅଧିକାରୀ ଧର୍ମେନ୍ଦ୍ର ଶାନ୍ତି, କେନ୍ଦୁଝର ବିଜେଡି ଛାତ୍ର ଜିଲା ସଭାପତି ଅମରେନ୍ଦ୍ର ଧଳ, ଭଣ୍ଡାରୀପୋଖରୀ ବିଧାୟକ ସଞ୍ଜୀବ ମଲିକଙ୍କ ବନ୍ତ ବ୍ଲକ ପ୍ରତିନିଧି ସ୍ମୃତି ରଞ୍ଜନ ସ୍ବାଇଁ, ପୂର୍ବତନ ସମିତି ସଭ୍ୟ ବୀରେନ୍ଦ୍ର ବିଶ୍ୱାଳ ପ୍ରମୁଖ ଆନ୍ଦୋଳନକାରୀଙ୍କ ସହ ଦୀର୍ଘ ସମୟ ଧରି ଆଲୋଚନା କରିଥିଲେ।
    2
    ହାଟଡିହୀ : କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଷ୍ଣୁପୁର ଗ୍ରାମର ଆନନ୍ଦ ଯେନା(୫୮) ରବିବାର
ହାଇୱା ଧକ୍କାରେ ମୃତ୍ୟୁ ଘଟିଥିଲା। ମୃତକଙ୍କ ପରିବାର ବର୍ଗକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମବେଦନା ଜଣାଇବା ସହ ଶୋକ ପ୍ରକାଶ କରିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ।କ୍ଷତିପୂରଣ ପ୍ରଦାନ ଏବଂ ବାଲି ପରିବହନରେ କଟକଣା ଦାବିରେ ମୃତଦେହ ରଖି ରାସ୍ତାରୋକୋ ଆନ୍ଦୋଳନ ସୋମବାର ପ୍ରତ୍ୟାହୃତ ହୋଇଛି । ଏଥିସହ ଦୁର୍ଘଟଣା ଘଟାଇଥିବା ହାଇୱା ମାଲିକ ମୃତକଙ୍କ ପରିବାରକୁ ଅଢେଇ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିଥିବା ଆନନ୍ଦପୁର ଉପଜିଲାପାଳ ନୀଳମାଧବ ସୁନା ଏବଂ ନନ୍ଦିପଦା ଥାନା ଅଧିକାରୀ ଧର୍ମେନ୍ଦ୍ର ଶାନ୍ତି ପ୍ରକାଶ କରିଛନ୍ତିନା ଯୋଗ୍ୟ, ସାଇକେଲ ଆରୋହୀ ଆନନ୍ଦ ଶାଳନିଆଁ ବଜାରରୁ ନିଜ ଘରକୁ ସାଇକେଲ ଚଳାଇ ଫେରୁଥିଲେ। ପଛପଟୁ ବାଲି ଘାଟକୁ ଯାଉଥିବା ହାଇୱା ଦୁର୍ଘଟଣାଗ୍ରସ୍ତ ହୋଇ ଆନନ୍ଦଙ୍କ ଉପରେ ଚଢ଼ି ଯାଇଥିଲା । ସ୍ଥାନୀୟ ଲୋକ ବିଷ୍ଣୁପୁର ବାଲି ଘାଟକୁ ଯାଇଥିବା ହନୁମାନ ଛକ ରାସ୍ତାରେ ମୃତଦେହ ରଖି ରାସ୍ତାରୋକୋ କରିଥିଲେ। ଆନ୍ଦୋଳନସ୍ଥଳରେ ଆନନ୍ଦପୁର ବିଧାନସଭା କ୍ଷେତ୍ରର ଭାଜପା ନେତା ଆଲୋକ ସେଠି, ହରମୋହନ ଶାସିନୀ, ଯୁଧିଷ୍ଠିର ମଲ୍ଲିକ, ଜ୍ଞାନ ରଞ୍ଜନ ସାମନ୍ତସିଂହାର, ସୁନୀଲ ନାୟକ,ସୁଶାନ୍ତ ସାହୁ, ହାଟଡିହୀ ବିଡ଼ିଓ ରଞ୍ଜନ ପରିଡା, ଆନନ୍ଦପୁର ବିଜେଡି ବିଧାୟକ ଅଭିମନ୍ୟୁ ସେଠି, ଆନନ୍ଦପୁର ଉପଜିଲାପାଳ ନୀଳମାଧବ ସୁନା, ନନ୍ଦିପଦା ଥାନା ଅଧିକାରୀ ଧର୍ମେନ୍ଦ୍ର ଶାନ୍ତି, କେନ୍ଦୁଝର ବିଜେଡି ଛାତ୍ର ଜିଲା ସଭାପତି ଅମରେନ୍ଦ୍ର ଧଳ, ଭଣ୍ଡାରୀପୋଖରୀ ବିଧାୟକ ସଞ୍ଜୀବ ମଲିକଙ୍କ ବନ୍ତ ବ୍ଲକ ପ୍ରତିନିଧି ସ୍ମୃତି ରଞ୍ଜନ ସ୍ବାଇଁ, ପୂର୍ବତନ ସମିତି ସଭ୍ୟ ବୀରେନ୍ଦ୍ର ବିଶ୍ୱାଳ ପ୍ରମୁଖ ଆନ୍ଦୋଳନକାରୀଙ୍କ ସହ ଦୀର୍ଘ ସମୟ ଧରି ଆଲୋଚନା କରିଥିଲେ।
    user_24Anandapur
    24Anandapur
    Fitness Trainer ନନ୍ଦିପଡା, କେନ୍ଦୁଝର, ଓଡ଼ିଶା•
    23 hrs ago
  • Post by ଟଙ୍କଧର .ମେହେର
    1
    Post by ଟଙ୍କଧର .ମେହେର
    user_ଟଙ୍କଧର .ମେହେର
    ଟଙ୍କଧର .ମେହେର
    Video Creator କୋଲିୟରୀ, ଅନୁଗୁଳ, ଓଡ଼ିଶା•
    21 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.