logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଅମରପାଲି ହାଇସ୍କୁଲ ରେ ବାର୍ଷିକ କ୍ରୀଡା ଉଦଯାପିତ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ଉଚ୍ଚ ବିଦ୍ୟାଳୟ ର ବାର୍ଷିକ କ୍ରୀଡା ଉଦଯାପିତ ହୋଇଯାଇଛି l ବିଦ୍ୟାଳୟ ର ବରିଷ୍ଠ ଶିକ୍ଷକ ଶ୍ୟାମସୁନ୍ଦର ସେଠି ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ସ୍କୁଲ ର ପରିଚାଳନା କମିଟି ସଭାପତି ଅଶୋକ କୁମାର ସାହୁ ମୁଖ୍ୟ ଅତିଥି, ପୂର୍ବତନ ସମିତି ସଭ୍ୟ ଡମ୍ବରୁଧର ସାହୁ, ସାମ୍ବାଦିକ ପିତାମ୍ବର ସାହୁ ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ଉଦ୍ଘାଟନ କରିଥିଲେ l ଦୁଇଦିନ ଧରି ଚାଲିଥିବା କ୍ରୀଡା ପ୍ରତିଯୋଗିତା ରେ ୨୨୫ଜଣ ଛାତ୍ର ଛାତ୍ରୀ ଅଂଶଗ୍ରହଣ କରିଥିଲେ l ବାଳକ ବିଭାଗ ପାଇଁ ୧୧ଟି ଇଭେଣ୍ଟ ଓ ବାଳିକା ବିଭାଗ ପାଇଁ ୧୦ଟି ଇଭେଣ୍ଟ କରାଯାଇଥିଲା l ଉଭୟ ବିଭାଗ ର ରଶ୍ମି ରଞ୍ଜନ ସାହୁ ଓ ସୁନେଲି ପଧାନ ଚାମ୍ପିୟନ ହୋଇଥିଲେ l ପ୍ରଧାନ ଶିକ୍ଷକ ଉମେଶଚନ୍ଦ୍ର ପଣ୍ଡା ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ନିର୍ମଳ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବା ବେଳେ ସଭାପତି ଅଶୋକ କୁମାର ସାହୁ, ଅବସର ପ୍ରଧାନ ଶିକ୍ଷକ ବସନ୍ତ କୁମାର ସାହୁ, କନ୍ଦର୍ପ ସେଠି ପ୍ରମୁଖ ସମ୍ମିଳନୀ ଅତିଥି ଭାବେ ଯୋଗ ଦେଇ କୃତୀ ପ୍ରତିଯୋଗୀ ଙ୍କୁ ପୁରସ୍କାର ପ୍ରଦାନ କରିଥିଲେ l ବିଦ୍ୟାଳୟ ର ଖେଳ ଶିକ୍ଷକ କହ୍ନlଇ ଚରଣ ପଧାନ କ୍ରୀଡା କାର୍ଯ୍ୟକ୍ରମ କୁ ପରିଚାଳନା କରିଥିବା ବେଳେ ଶିକ୍ଷକ ଶ୍ୟାମ ସୁନ୍ଦର ସେଠି, ସମ୍ବିତ ପଧାନ, ବ୍ରହ୍ମl ନନ୍ଦ ପଧାନ, ପଦ୍ମନାଭ ପଧାନ, ନଟବର ରଣା, ନଟିଆ ସାହୁ, ଜଗନ୍ନାଥ ସାହୁ ଓ ଗୋବର୍ଦ୍ଧନ ନାଏକ ପ୍ରମୁଖ ପରିଚାଳନା ରେ ସହଯୋଗ କରିଥିଲେ l

6 hrs ago
user_Pitambar Sahu
Pitambar Sahu
Journalist ବୀରମହାରାଜପୁର, ସୋନପୁର, ଓଡ଼ିଶା•
6 hrs ago
4d17d898-ebb9-4a24-b697-4c76759826fd

ଅମରପାଲି ହାଇସ୍କୁଲ ରେ ବାର୍ଷିକ କ୍ରୀଡା ଉଦଯାପିତ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ଉଚ୍ଚ ବିଦ୍ୟାଳୟ ର ବାର୍ଷିକ କ୍ରୀଡା ଉଦଯାପିତ ହୋଇଯାଇଛି l ବିଦ୍ୟାଳୟ ର ବରିଷ୍ଠ ଶିକ୍ଷକ ଶ୍ୟାମସୁନ୍ଦର ସେଠି ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ସ୍କୁଲ ର ପରିଚାଳନା କମିଟି ସଭାପତି ଅଶୋକ କୁମାର ସାହୁ ମୁଖ୍ୟ ଅତିଥି, ପୂର୍ବତନ ସମିତି ସଭ୍ୟ ଡମ୍ବରୁଧର ସାହୁ, ସାମ୍ବାଦିକ ପିତାମ୍ବର ସାହୁ ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ଉଦ୍ଘାଟନ କରିଥିଲେ l ଦୁଇଦିନ ଧରି ଚାଲିଥିବା କ୍ରୀଡା ପ୍ରତିଯୋଗିତା ରେ ୨୨୫ଜଣ ଛାତ୍ର ଛାତ୍ରୀ ଅଂଶଗ୍ରହଣ କରିଥିଲେ l ବାଳକ ବିଭାଗ ପାଇଁ ୧୧ଟି ଇଭେଣ୍ଟ ଓ ବାଳିକା ବିଭାଗ ପାଇଁ ୧୦ଟି ଇଭେଣ୍ଟ କରାଯାଇଥିଲା l ଉଭୟ ବିଭାଗ ର ରଶ୍ମି ରଞ୍ଜନ ସାହୁ ଓ ସୁନେଲି ପଧାନ ଚାମ୍ପିୟନ ହୋଇଥିଲେ l ପ୍ରଧାନ ଶିକ୍ଷକ ଉମେଶଚନ୍ଦ୍ର ପଣ୍ଡା ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ନିର୍ମଳ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବା ବେଳେ ସଭାପତି ଅଶୋକ କୁମାର ସାହୁ, ଅବସର ପ୍ରଧାନ ଶିକ୍ଷକ ବସନ୍ତ କୁମାର ସାହୁ, କନ୍ଦର୍ପ ସେଠି ପ୍ରମୁଖ ସମ୍ମିଳନୀ ଅତିଥି ଭାବେ ଯୋଗ ଦେଇ କୃତୀ ପ୍ରତିଯୋଗୀ ଙ୍କୁ ପୁରସ୍କାର ପ୍ରଦାନ କରିଥିଲେ l ବିଦ୍ୟାଳୟ ର ଖେଳ ଶିକ୍ଷକ କହ୍ନlଇ ଚରଣ ପଧାନ କ୍ରୀଡା କାର୍ଯ୍ୟକ୍ରମ କୁ ପରିଚାଳନା କରିଥିବା ବେଳେ ଶିକ୍ଷକ ଶ୍ୟାମ ସୁନ୍ଦର ସେଠି, ସମ୍ବିତ ପଧାନ, ବ୍ରହ୍ମl ନନ୍ଦ ପଧାନ, ପଦ୍ମନାଭ ପଧାନ, ନଟବର ରଣା, ନଟିଆ ସାହୁ, ଜଗନ୍ନାଥ ସାହୁ ଓ ଗୋବର୍ଦ୍ଧନ ନାଏକ ପ୍ରମୁଖ ପରିଚାଳନା ରେ ସହଯୋଗ କରିଥିଲେ l

More news from Sonepur and nearby areas
  • ସୁବର୍ଣ୍ଣପୁର: "ମହିମା" ଲୋକ ମହୋତ୍ସବର ଶେଷ ସନ୍ଧ୍ୟାରେ କୋରାପୁଟର ଢେମସା ନୃତ୍ୟର ତାଳେ ତାଳେ ଜିଲ୍ଲାପାଳ ଡ଼ ନୃପରାଜ ସାହୁ ଓ ଏସ୍ପି ନାରାୟଣ ନାୟକ ଝୁମିଲେ।
    1
    ସୁବର୍ଣ୍ଣପୁର: "ମହିମା" ଲୋକ ମହୋତ୍ସବର ଶେଷ ସନ୍ଧ୍ୟାରେ କୋରାପୁଟର ଢେମସା ନୃତ୍ୟର ତାଳେ ତାଳେ ଜିଲ୍ଲାପାଳ ଡ଼ ନୃପରାଜ ସାହୁ ଓ ଏସ୍ପି ନାରାୟଣ ନାୟକ ଝୁମିଲେ।
    user_Ram Shankar Bhoi
    Ram Shankar Bhoi
    Journalist Sonapur, Sonepur•
    3 hrs ago
  • ମହିମା ସୁବର୍ଣ୍ଣ ଲୋକ ମହୋତ୍ସବର ଉଦଯାପନୀ ସନ୍ଧ୍ୟାରେ ଦର୍ଶକଙ୍କ ମନମହିଲା କୋରାପୁଟ କଳାକାରଞ୍ଜ ଢେମସା ନୃତ୍ୟ l କଳାକାରଙ୍କ ଏହା ନୃତ୍ୟ କଲେ ଜିଲ୍ଲାପାଳ ଓ ଏସପି
    1
    ମହିମା ସୁବର୍ଣ୍ଣ ଲୋକ ମହୋତ୍ସବର ଉଦଯାପନୀ ସନ୍ଧ୍ୟାରେ ଦର୍ଶକଙ୍କ ମନମହିଲା କୋରାପୁଟ କଳାକାରଞ୍ଜ ଢେମସା ନୃତ୍ୟ l କଳାକାରଙ୍କ ଏହା ନୃତ୍ୟ କଲେ ଜିଲ୍ଲାପାଳ ଓ ଏସପି
    user_SONEPUR NEWS
    SONEPUR NEWS
    Journalist Sonapur, Sonepur•
    5 hrs ago
  • ଅଦ୍ଭୁତ ପ୍ରକାର ର ଏକ ଛେଳି ଛୁଆ ଜନ୍ମ ନେଇଛି l ମୁହଁ ଟି ମାଙ୍କଡ଼ ପରି ଦେଖା ଯାଉଛି l ଏହା ଅଧା ଛେଳି ଏବଂ ଅଧା ମାଙ୍କଡ଼ ସଦୃଶ ପରି ଜନ୍ମ l
    1
    ଅଦ୍ଭୁତ ପ୍ରକାର ର ଏକ  ଛେଳି ଛୁଆ ଜନ୍ମ ନେଇଛି l ମୁହଁ ଟି ମାଙ୍କଡ଼ ପରି ଦେଖା ଯାଉଛି l ଏହା ଅଧା ଛେଳି ଏବଂ ଅଧା ମାଙ୍କଡ଼ ସଦୃଶ ପରି ଜନ୍ମ l
    user_Ajira Samachar
    Ajira Samachar
    Journalist Sonepur, Odisha•
    15 hrs ago
  • Post by Meena
    1
    Post by Meena
    user_Meena
    Meena
    Artist Sambalpur, Odisha•
    4 hrs ago
  • सोशल मीडिया पर एक बच्चे का मज़ेदार वीडियो वायरल हो रहा है, जिसमें उसके एक्सप्रेशन पर यूज़र्स ने लिखा, अब होगी पूरी फैमिली की फील्डिंग सेट।वीडियो को ह्यूमर और रिएक्शन मीम के तौर पर खूब शेयर किया जा रहा है। #Viral #TrendingReels #InternetBuzz #FunnyVideo #MemeCulture #Reels
    1
    सोशल मीडिया पर एक बच्चे का मज़ेदार वीडियो वायरल हो रहा है, जिसमें उसके एक्सप्रेशन पर यूज़र्स ने लिखा, अब होगी पूरी फैमिली की फील्डिंग सेट।वीडियो को ह्यूमर और रिएक्शन मीम के तौर पर खूब शेयर किया जा रहा है।
#Viral #TrendingReels #InternetBuzz #FunnyVideo #MemeCulture #Reels
    user_द संक्षेप
    द संक्षेप
    Media company Balangir, Odisha•
    7 hrs ago
  • भुवनेश्वर के भरतपुर स्थित कलिंगा स्टूडियो चौक पर एक अमा बस में आग लगने की घटना हुई। तमंदो फायर स्टेशन ने तुरंत कार्रवाई करते हुए सहायक अग्निशमन दल (एसएफएफ सीआर) की सहायता से आग पर सफलतापूर्वक काबू पा लिया। अग्निशमन अभियान का नेतृत्व भुवनेश्वर के सहायक अग्निशमन अधिकारी श्री मनोरंजन राउत ने किया। इस घटना में किसी के हताहत होने या घायल होने की कोई खबर नहीं है। #amobus #bhubaneswar #Fire
    1
    भुवनेश्वर के भरतपुर स्थित कलिंगा स्टूडियो चौक पर एक अमा बस में आग लगने की घटना हुई। तमंदो फायर स्टेशन ने तुरंत कार्रवाई करते हुए सहायक अग्निशमन दल (एसएफएफ सीआर) की सहायता से आग पर सफलतापूर्वक काबू पा लिया। अग्निशमन अभियान का नेतृत्व भुवनेश्वर के सहायक अग्निशमन अधिकारी श्री मनोरंजन राउत ने किया। इस घटना में किसी के हताहत होने या घायल होने की कोई खबर नहीं है। #amobus #bhubaneswar #Fire
    user_Anuj Shrma
    Anuj Shrma
    Voice of people Ainthapali, Sambalpur•
    16 hrs ago
  • ସମ୍ବଲପୁରରେ ଇ-ବସ୍‌ ସେବା ଆରମ୍ଭ
    1
    ସମ୍ବଲପୁରରେ ଇ-ବସ୍‌ ସେବା ଆରମ୍ଭ
    user_ODISHA NEWS
    ODISHA NEWS
    Reporter Balangir, Odisha•
    17 hrs ago
  • ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲାର ଲୋକ ମହୋତ୍ସବ "ମହିମା"ର ଚତୁର୍ଥ ଦିବସର ସନ୍ଧ୍ୟାରେ ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ବିକ୍ଷୋପ ପ୍ରଦର୍ଶନର ନେତୃତ୍ୱ ନେଇଥିବା ପ୍ରଦ୍ୟୁମ୍ନ ପାଢ଼ୀ ଆଜି ସୋନପୁର ଥାନାରୁ ଅଟକରୁ ମୁକୁଳିବା ପରେ ପ୍ରତିକ୍ରିୟା ରଖିଛନ୍ତି।
    1
    ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲାର ଲୋକ ମହୋତ୍ସବ "ମହିମା"ର ଚତୁର୍ଥ ଦିବସର ସନ୍ଧ୍ୟାରେ ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ବିକ୍ଷୋପ ପ୍ରଦର୍ଶନର ନେତୃତ୍ୱ ନେଇଥିବା ପ୍ରଦ୍ୟୁମ୍ନ ପାଢ଼ୀ ଆଜି ସୋନପୁର ଥାନାରୁ ଅଟକରୁ ମୁକୁଳିବା ପରେ ପ୍ରତିକ୍ରିୟା ରଖିଛନ୍ତି।
    user_Ram Shankar Bhoi
    Ram Shankar Bhoi
    Journalist Sonapur, Sonepur•
    12 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.