logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଜିଲ୍ଳା ସ୍ତରୀୟ ସୂଚନା ଅଧିକାର ଅଧିନିୟମ-୨୦୦୫ କର୍ମଶାଳା ଅନୁଷ୍ଠିତ । ବାଲେଶ୍ୱର, ୧୦/୦୩/୨୦୨୬ ଆଜି ପୂର୍ବାହ୍ନ ୧୦.୦୦ ଘଟିକା ସମୟରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୂଲ୍ୟରେ ବାଲେଶ୍ୱର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ସୂଚନା ଅଧିକାର ଅଧିନିୟମ -୨୦୦୫ ଉପରେ ଜିଲ୍ଲା ସ୍ତରୀୟ କାର୍ମଶାଳା ଅନୁଷ୍ଠିତ ହୋଇଥିଲା। ସାଧାରଣ ସଭାର ଆୟୋଜନ ପୂର୍ବରୁ ବାଲେଶ୍ୱରର ବିଭିନ୍ନ କଲେଜରୁ ଆସିଥିବା ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ସୂଚନା ଅଧିକାର ଅଧିନିୟମ ସମ୍ବନ୍ଧରେ ଉଭୟ ଓଡିଆ ଓ ଇଂରାଜୀରେ ବକ୍ତୃତା ପ୍ରତିଯୋଗିତା ହୋଇଥିଲା। ବକ୍ତୃତା ପ୍ରତିଯୋଗିତା ସରିବା ପରେ ଏକ ସାଧାରଣ ସଭାର ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସୁଧାକର ନାଏକ ଯୋଗ ଦେଇଥିଲେ। ଜିଲ୍ଳା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀଯୁକ୍ତ ପ୍ରିୟଦର୍ଶୀ ରାଜେଶ ଅତିଥିମାନଙ୍କର ପରିଚୟ ଦେବା ସହ ସ୍ବାଗତ ଭାଷଣ ଦେଇଥିଲେ । ତାଙ୍କ ସହିତ ଭବନେଶ୍ୱରରୁ ଆସିଥିବା ତାଲିମ ଦାତା ଶ୍ରୀଯୁକ୍ତ ରଶ୍ମି ରଞ୍ଜନ ରାଉତ, ସମାଜସେବୀ ଶ୍ରୀଯୁକ୍ତ ଶତ୍ରୁଘ୍ନ ମଲ୍ଲିକ, ବରିଷ୍ଠ କବି ତଥା ସମାଜସେବୀ ଶ୍ରୀଯୁକ୍ତ ପ୍ରଶାନ୍ତ ଦାସ ପ୍ରମୁଖ ମଞ୍ଚାସିନ ଥିଲେ। ମୁଖ୍ୟ ଅତିଥି ଅତିରିକ୍ତ ଜିଲ୍ଲାପାଳ ମହୋଦୟ ସୂଚନା ଅଧିକାର ଅଧିନିୟମର ଉଦ୍ଦେଶ୍ୟ, ଉପକାରିତା ଓ ଅପବ୍ୟବହାର ସମ୍ବନ୍ଧରେ ପ୍ରାଞ୍ଜଳ ଭାବେ ବୁଝାଇଥିଲେ । ତାପରେ ସୂଚନା ଅଧିକାର ଅଧିନିୟମର ତାଲିମ ଦାତା ସମ୍ମିଳନୀ କକ୍ଷରେ ଉପସ୍ଥିତ ଥିବା ମୋଟ ୧୧୯ ଜଣ FAA, PIO ଏବଂ APIO ଅଧିକାରୀମାନଙ୍କୁ ସୂଚନା ଅଧିକାର ଅଧିନିୟମ ସମ୍ବନ୍ଧରେ ତାଲିମ ପ୍ରଦାନ କରିଥିଲେ । ଉଭୟ ଓଡିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀମାନଙ୍କୁ ମାନପତ୍ର ଦେଇ ଆର୍ଥିକ ରାଶିରେ ଅତିଥିମାନଙ୍କ ଦ୍ଵାରା ପୁରସ୍କୃତ କରଯାଇଥିଲା। ବାଲେଶ୍ୱର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବୁଢାନ ହେମ୍ବ୍ରମ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମକୁ ଋଷିକାନ୍ତ ମହାନ୍ତ, ସତ୍ୟ ସାଗର ମଣ୍ଡଳ, ହରିଶଙ୍କର ପ୍ରଧାନ, ପୁରୁଷୋତ୍ତମ ସେଠୀ, କାର୍ତ୍ତିକ ଚନ୍ଦ୍ର ବେହେରା ପ୍ରମୁଖ ସହଯୋଗ କରିଥଲେ ।

2 hrs ago
user_Journalist Harishankar Jena
Journalist Harishankar Jena
Media company ବାଲେଶ୍ୱର ସଦର, ବାଲେଶ୍ୱର, ଓଡ଼ିଶା•
2 hrs ago
449d5ce3-54f2-474f-81f7-12bb2ff54fef

ଜିଲ୍ଳା ସ୍ତରୀୟ ସୂଚନା ଅଧିକାର ଅଧିନିୟମ-୨୦୦୫ କର୍ମଶାଳା ଅନୁଷ୍ଠିତ । ବାଲେଶ୍ୱର, ୧୦/୦୩/୨୦୨୬ ଆଜି ପୂର୍ବାହ୍ନ ୧୦.୦୦ ଘଟିକା ସମୟରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୂଲ୍ୟରେ ବାଲେଶ୍ୱର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ସୂଚନା ଅଧିକାର ଅଧିନିୟମ -୨୦୦୫ ଉପରେ ଜିଲ୍ଲା ସ୍ତରୀୟ କାର୍ମଶାଳା ଅନୁଷ୍ଠିତ ହୋଇଥିଲା। ସାଧାରଣ ସଭାର ଆୟୋଜନ ପୂର୍ବରୁ ବାଲେଶ୍ୱରର ବିଭିନ୍ନ କଲେଜରୁ ଆସିଥିବା ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ସୂଚନା ଅଧିକାର ଅଧିନିୟମ ସମ୍ବନ୍ଧରେ ଉଭୟ ଓଡିଆ ଓ ଇଂରାଜୀରେ ବକ୍ତୃତା ପ୍ରତିଯୋଗିତା ହୋଇଥିଲା। ବକ୍ତୃତା ପ୍ରତିଯୋଗିତା ସରିବା ପରେ ଏକ ସାଧାରଣ ସଭାର ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟ

f1d41f62-6b85-42bc-b035-7d1bbce3c093

ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସୁଧାକର ନାଏକ ଯୋଗ ଦେଇଥିଲେ। ଜିଲ୍ଳା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀଯୁକ୍ତ ପ୍ରିୟଦର୍ଶୀ ରାଜେଶ ଅତିଥିମାନଙ୍କର ପରିଚୟ ଦେବା ସହ ସ୍ବାଗତ ଭାଷଣ ଦେଇଥିଲେ । ତାଙ୍କ ସହିତ ଭବନେଶ୍ୱରରୁ ଆସିଥିବା ତାଲିମ ଦାତା ଶ୍ରୀଯୁକ୍ତ ରଶ୍ମି ରଞ୍ଜନ ରାଉତ, ସମାଜସେବୀ ଶ୍ରୀଯୁକ୍ତ ଶତ୍ରୁଘ୍ନ ମଲ୍ଲିକ, ବରିଷ୍ଠ କବି ତଥା ସମାଜସେବୀ ଶ୍ରୀଯୁକ୍ତ ପ୍ରଶାନ୍ତ ଦାସ ପ୍ରମୁଖ ମଞ୍ଚାସିନ ଥିଲେ। ମୁଖ୍ୟ ଅତିଥି ଅତିରିକ୍ତ ଜିଲ୍ଲାପାଳ ମହୋଦୟ ସୂଚନା ଅଧିକାର ଅଧିନିୟମର ଉଦ୍ଦେଶ୍ୟ, ଉପକାରିତା ଓ ଅପବ୍ୟବହାର ସମ୍ବନ୍ଧରେ ପ୍ରାଞ୍ଜଳ ଭାବେ ବୁଝାଇଥିଲେ । ତାପରେ ସୂଚନା ଅଧିକାର

d8de5def-3834-40a0-95be-a849b0d13a9b

ଅଧିନିୟମର ତାଲିମ ଦାତା ସମ୍ମିଳନୀ କକ୍ଷରେ ଉପସ୍ଥିତ ଥିବା ମୋଟ ୧୧୯ ଜଣ FAA, PIO ଏବଂ APIO ଅଧିକାରୀମାନଙ୍କୁ ସୂଚନା ଅଧିକାର ଅଧିନିୟମ ସମ୍ବନ୍ଧରେ ତାଲିମ ପ୍ରଦାନ କରିଥିଲେ । ଉଭୟ ଓଡିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀମାନଙ୍କୁ ମାନପତ୍ର ଦେଇ ଆର୍ଥିକ ରାଶିରେ ଅତିଥିମାନଙ୍କ ଦ୍ଵାରା ପୁରସ୍କୃତ କରଯାଇଥିଲା। ବାଲେଶ୍ୱର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବୁଢାନ ହେମ୍ବ୍ରମ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମକୁ ଋଷିକାନ୍ତ ମହାନ୍ତ, ସତ୍ୟ ସାଗର ମଣ୍ଡଳ, ହରିଶଙ୍କର ପ୍ରଧାନ, ପୁରୁଷୋତ୍ତମ ସେଠୀ, କାର୍ତ୍ତିକ ଚନ୍ଦ୍ର ବେହେରା ପ୍ରମୁଖ ସହଯୋଗ କରିଥଲେ ।

More news from ଓଡ଼ିଶା and nearby areas
  • #ବାଇକ_କୁ_ପିଟିଲା_ବାଇକ୍_ଜଣେ_ଗୁରୁତର_ଆହତ । 🟥ହଠାତ୍ ଟର୍ନ ନେବାରୁ ଘଟିଲା ଦୁର୍ଘଟଣା । 🟥ଗୁରୁତର ଆହତ ବସ୍ତା ହସ୍ପିଟାଲ ରେ ଭର୍ତ୍ତି । 🟥ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଦୁଇ ବାଇକ ଜବତ କରିଛି । ବାଲେଶ୍ବର ଜିଲ୍ଲା ବସ୍ତା ଥାନା ୧୬ନଂ ଜାତୀୟ ରାଜପଥ ଜୁଣବଳଦା ନିକଟରେ ଘଟିଛି ଏହି ଦୁର୍ଘଟଣା । #accident #news #road #nhi #BASTA #balasore
    1
    #ବାଇକ_କୁ_ପିଟିଲା_ବାଇକ୍_ଜଣେ_ଗୁରୁତର_ଆହତ । 
🟥ହଠାତ୍ ଟର୍ନ ନେବାରୁ ଘଟିଲା ଦୁର୍ଘଟଣା । 
🟥ଗୁରୁତର ଆହତ ବସ୍ତା ହସ୍ପିଟାଲ ରେ ଭର୍ତ୍ତି । 
🟥ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଦୁଇ ବାଇକ ଜବତ କରିଛି । 
ବାଲେଶ୍ବର ଜିଲ୍ଲା ବସ୍ତା ଥାନା ୧୬ନଂ ଜାତୀୟ ରାଜପଥ ଜୁଣବଳଦା ନିକଟରେ ଘଟିଛି ଏହି ଦୁର୍ଘଟଣା । 
#accident #news #road #nhi #BASTA #balasore
    user_Mahima tv Rajesh Kumar Giri
    Mahima tv Rajesh Kumar Giri
    Voice of people ବାସ୍ତା, ବାଲେଶ୍ୱର, ଓଡ଼ିଶା•
    4 hrs ago
  • ବାଲେଶ୍ୱର ଜିଲ୍ଲା ଅବକାରୀ କୁ ବଡ଼ ସଫଳତା, ଅବକାରୀ ମୋବାଇଲ ୟୁନିଟ ଦ୍ୱାରା ବସ୍ତା ଅଞ୍ଚଳ ରୁ 75 କେଜି ଗଂଜେଇ, ଦୁଇଟି ବାଇକ ସହ ଦୁଇ ଜଣ ଯୁବକ ଗିରଫ
    1
    ବାଲେଶ୍ୱର ଜିଲ୍ଲା ଅବକାରୀ କୁ ବଡ଼ ସଫଳତା, ଅବକାରୀ ମୋବାଇଲ ୟୁନିଟ ଦ୍ୱାରା ବସ୍ତା ଅଞ୍ଚଳ ରୁ 75 କେଜି ଗଂଜେଇ, ଦୁଇଟି ବାଇକ ସହ ଦୁଇ ଜଣ ଯୁବକ ଗିରଫ
    user_Pradeep Jena 9090008815
    Pradeep Jena 9090008815
    ଜଳେଶ୍ୱର, ବାଲେଶ୍ୱର, ଓଡ଼ିଶା•
    5 hrs ago
  • #news #barapada #baripada #latestnews #mayurabhanj #mayurbhanj #mayurbhanjia #mayurbhanjpublicnews #odia #odianewstoday #speednews #update Date -08.03.2026 ମୟୂରଭଞ୍ଜ ଜିଲ୍ଲାର ପ୍ରତିଟି ଖବର ଆପଣଙ୍କ ପାଖରେ ପହଞ୍ଚାଇବାକୁ ଆମର ଏକ ଛୋଟ ପ୍ରୟାସ। ଆମକୁ ଯୋଗାଯୋଗ କରନ୍ତୁ - 7008944703
    1
    #news #barapada #baripada #latestnews #mayurabhanj #mayurbhanj #mayurbhanjia #mayurbhanjpublicnews #odia #odianewstoday #speednews #update
Date -08.03.2026
ମୟୂରଭଞ୍ଜ ଜିଲ୍ଲାର ପ୍ରତିଟି ଖବର ଆପଣଙ୍କ ପାଖରେ ପହଞ୍ଚାଇବାକୁ ଆମର ଏକ ଛୋଟ ପ୍ରୟାସ। 
ଆମକୁ ଯୋଗାଯୋଗ କରନ୍ତୁ - 7008944703
    user_Mayurbhanj Public News
    Mayurbhanj Public News
    ବାରିପଦା ଟାଉନ୍, ମୟୂରଭଞ୍ଜ, ଓଡ଼ିଶା•
    7 hrs ago
  • ହେଉନି ଯୋଗ୍ୟ ତାଲିକା ରେ କାମ ଶିକ୍ଷା ବିଭାଗରେ ଏବେ ବି ହେଉଛି ଦୁର୍ନୀତି
    1
    ହେଉନି ଯୋଗ୍ୟ ତାଲିକା ରେ କାମ ଶିକ୍ଷା ବିଭାଗରେ ଏବେ ବି ହେଉଛି ଦୁର୍ନୀତି
    user_Prime time press
    Prime time press
    Agistment service ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    7 hrs ago
  • ବିଲଣା ବିଦ୍ୟାଳୟରେ ସମ୍ପ୍ରତି ଏକ ଭାବବିହ୍ୱଳ ଓ ସ୍ମରଣୀୟ କାର୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ୟକ୍ରମରେ ବିଦ୍ୟାଳୟର ପୂର୍ବତନ ଶିକ୍ଷକମାନଙ୍କୁ ବର୍ତ୍ତମାନର ଛାତ୍ରଛାତ୍ରୀ ଓ ପୂର୍ବତନ ଛାତ୍ରମାନଙ୍କ ଦ୍ୱାରା ସମ୍ମାନ ଓ ଶୁଭେଚ୍ଛା ଜଣାଯାଇଥିଲା। କାର୍ୟକ୍ରମଟି ଅତ୍ୟନ୍ତ ଶୃଙ୍ଖଳିତ ଓ ଉତ୍ସାହମୟ ପରିବେଶରେ ଆୟୋଜିତ ହୋଇଥିଲା। ପ୍ରଥମେ ଅତିଥି ଶିକ୍ଷକମାନଙ୍କୁ ଫୁଲମାଳା, ଉତ୍ତରୀୟ ଓ ସ୍ମୃତିଚିହ୍ନ ପ୍ରଦାନ କରି ସମ୍ମାନିତ କରାଯାଇଥିଲା। ଛାତ୍ରମାନେ ତାଙ୍କ ପ୍ରିୟ ଗୁରୁଜନଙ୍କ ପ୍ରତି କୃତଜ୍ଞତା ଜଣାଇ କହିଥିଲେ ଯେ, ଶିକ୍ଷକମାନଙ୍କ ଶିକ୍ଷା, ନିୟମ ଓ ପରିଶ୍ରମ ତାଙ୍କ ଜୀବନକୁ ଉଜ୍ଜ୍ୱଳ ପଥରେ ଆଗକୁ ବଢ଼ାଇଛି।
    1
    ବିଲଣା ବିଦ୍ୟାଳୟରେ ସମ୍ପ୍ରତି ଏକ ଭାବବିହ୍ୱଳ ଓ ସ୍ମରଣୀୟ କାର୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ୟକ୍ରମରେ ବିଦ୍ୟାଳୟର ପୂର୍ବତନ ଶିକ୍ଷକମାନଙ୍କୁ ବର୍ତ୍ତମାନର ଛାତ୍ରଛାତ୍ରୀ ଓ ପୂର୍ବତନ ଛାତ୍ରମାନଙ୍କ ଦ୍ୱାରା ସମ୍ମାନ ଓ ଶୁଭେଚ୍ଛା ଜଣାଯାଇଥିଲା।
କାର୍ୟକ୍ରମଟି ଅତ୍ୟନ୍ତ ଶୃଙ୍ଖଳିତ ଓ ଉତ୍ସାହମୟ ପରିବେଶରେ ଆୟୋଜିତ ହୋଇଥିଲା। ପ୍ରଥମେ ଅତିଥି ଶିକ୍ଷକମାନଙ୍କୁ ଫୁଲମାଳା, ଉତ୍ତରୀୟ ଓ ସ୍ମୃତିଚିହ୍ନ ପ୍ରଦାନ କରି ସମ୍ମାନିତ କରାଯାଇଥିଲା। ଛାତ୍ରମାନେ ତାଙ୍କ ପ୍ରିୟ ଗୁରୁଜନଙ୍କ ପ୍ରତି କୃତଜ୍ଞତା ଜଣାଇ କହିଥିଲେ ଯେ, ଶିକ୍ଷକମାନଙ୍କ ଶିକ୍ଷା, ନିୟମ ଓ ପରିଶ୍ରମ ତାଙ୍କ ଜୀବନକୁ ଉଜ୍ଜ୍ୱଳ ପଥରେ ଆଗକୁ ବଢ଼ାଇଛି।
    user_Paritran times
    Paritran times
    ତିହିଡ଼ି, ଭଦ୍ରକ, ଓଡ଼ିଶା•
    50 min ago
  • ଆଜି ଭଦ୍ରକ ଜିଲ୍ଲାପାଳ କାର୍ଯ୍ୟାଳୟ ରୁ ପୁରୀର ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନାରେ ପୁରୀ ଯାଉଥିଲେ ୧୧୧ ତୀର୍ଥଯାତ୍ରୀ l ଗଳିଗଲା ବସ ଚକା l ଅଳ୍ପକେ ବର୍ତ୍ତିଲେ ତୀର୍ଥଯାତ୍ରୀ l
    1
    ଆଜି ଭଦ୍ରକ ଜିଲ୍ଲାପାଳ କାର୍ଯ୍ୟାଳୟ ରୁ ପୁରୀର ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନାରେ ପୁରୀ ଯାଉଥିଲେ ୧୧୧ ତୀର୍ଥଯାତ୍ରୀ l ଗଳିଗଲା ବସ ଚକା l ଅଳ୍ପକେ ବର୍ତ୍ତିଲେ ତୀର୍ଥଯାତ୍ରୀ l
    user_AT News
    AT News
    Media company ଭଦ୍ରକ ଗ୍ରାମୀଣ, ଭଦ୍ରକ, ଓଡ଼ିଶା•
    6 hrs ago
  • ୨୪ ଟି ପୁଲିସ ଷ୍ଟେସନ ଲୋକାର୍ପିତ କଲେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ
    1
    ୨୪ ଟି ପୁଲିସ ଷ୍ଟେସନ ଲୋକାର୍ପିତ କଲେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ
    user_Odisha News Express
    Odisha News Express
    ବାଲେଶ୍ୱର (M), ବାଲେଶ୍ୱର, ଓଡ଼ିଶା•
    23 hrs ago
  • ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ଶାଳୀ ଭିଣୋଇ! ଜଳେଶ୍ୱର ରେଳ ଷ୍ଟେସନ ଦକ୍ଷୀଣପୂର୍ବ କେବିନର ଅନତି ଦୂରରେ ଘଟିଛି ଘଟଣା । ସୋମବାର ସନ୍ଧ୍ୟାରେ ବାଲେଶ୍ୱର ଆଡକୁ ଯାଉଥିବା ଏକ ଯାତ୍ରୀବାହୀ ଟ୍ରେନ ଆଗକୁ ଡେଇଁପଡିଲେ, ମୃତ ଭିଣୋଇ ହେଉଛନ୍ତି ଜଳେଶ୍ୱର ଥାନା ରାଜପୁର ଗ୍ରାମର ବିଜୟ ସାହୁ ଓ ବାଲିଆପାଳ ଥାନା ଅଂଚଳର ଶାଳୀ ସଂଯୁକ୍ତା ସାହୁ । ସେପଟେ ରେଳବାଇ ପୋଲିସ ଶବ ଜବତ କରି ତଦନ୍ତ ଜାରି ରଖଛି । ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ରାଜପୁର ଗ୍ରାମରେ... #jaleswarnews #mahimatv #sisterinlaw #trainaccident #breakingnews
    1
    ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ଶାଳୀ ଭିଣୋଇ! ଜଳେଶ୍ୱର ରେଳ ଷ୍ଟେସନ ଦକ୍ଷୀଣପୂର୍ବ କେବିନର ଅନତି ଦୂରରେ ଘଟିଛି ଘଟଣା । ସୋମବାର ସନ୍ଧ୍ୟାରେ ବାଲେଶ୍ୱର ଆଡକୁ ଯାଉଥିବା ଏକ ଯାତ୍ରୀବାହୀ ଟ୍ରେନ ଆଗକୁ ଡେଇଁପଡିଲେ, ମୃତ ଭିଣୋଇ ହେଉଛନ୍ତି ଜଳେଶ୍ୱର ଥାନା ରାଜପୁର ଗ୍ରାମର ବିଜୟ ସାହୁ ଓ ବାଲିଆପାଳ ଥାନା ଅଂଚଳର ଶାଳୀ ସଂଯୁକ୍ତା ସାହୁ । ସେପଟେ ରେଳବାଇ ପୋଲିସ ଶବ ଜବତ କରି ତଦନ୍ତ ଜାରି ରଖଛି । ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ରାଜପୁର ଗ୍ରାମରେ...
#jaleswarnews #mahimatv #sisterinlaw #trainaccident #breakingnews
    user_Mahima tv Rajesh Kumar Giri
    Mahima tv Rajesh Kumar Giri
    Voice of people ବାସ୍ତା, ବାଲେଶ୍ୱର, ଓଡ଼ିଶା•
    8 hrs ago
  • ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କଲେ ଶାଳୀ ଭେଣେଇ, ଜଳେଶ୍ୱର ରେଳ ଷ୍ଟେସନ ଦକ୍ଷୀଣପୂର୍ବ କେବିନର ଅନତି ଦୂରରେ ଘଟିଛି ଘଟଣା, ଗତ କାଲି ସନ୍ଧ୍ୟା ସମୟରେ ବାଲେଶ୍ୱର ଆଡକୁ ଯାଉଥିବା ଏକ ଯାତ୍ରୀବାହୀ ଟ୍ରେନ ଆଗକୁ ଜଳେଶ୍ୱର ଥାନା ରାଜପୁର ଗ୍ରାମର ଭେଣେଇ ବିଜୟ ସାହୁ ଓ ବାଲିଆପାଳ ଥାନା ଅଂଚଳର ଶାଳୀ ସଂଯୁକ୍ତା ସାହୁ ଡେଇଁ ଆତ୍ମହତ୍ୟା କରିଥିଲା ବେଳେ, ରେଳବାଇ ପୋଲିସ ଶବ ଜବତ କରି ତଦନ୍ତ ଜାରି ରଖଛି
    1
    ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କଲେ ଶାଳୀ ଭେଣେଇ, ଜଳେଶ୍ୱର ରେଳ ଷ୍ଟେସନ ଦକ୍ଷୀଣପୂର୍ବ କେବିନର ଅନତି ଦୂରରେ ଘଟିଛି ଘଟଣା, ଗତ କାଲି ସନ୍ଧ୍ୟା ସମୟରେ ବାଲେଶ୍ୱର ଆଡକୁ ଯାଉଥିବା ଏକ ଯାତ୍ରୀବାହୀ ଟ୍ରେନ ଆଗକୁ ଜଳେଶ୍ୱର ଥାନା ରାଜପୁର ଗ୍ରାମର ଭେଣେଇ ବିଜୟ ସାହୁ ଓ ବାଲିଆପାଳ ଥାନା ଅଂଚଳର ଶାଳୀ ସଂଯୁକ୍ତା ସାହୁ ଡେଇଁ ଆତ୍ମହତ୍ୟା କରିଥିଲା ବେଳେ, ରେଳବାଇ ପୋଲିସ ଶବ ଜବତ କରି ତଦନ୍ତ ଜାରି ରଖଛି
    user_Pradeep Jena 9090008815
    Pradeep Jena 9090008815
    ଜଳେଶ୍ୱର, ବାଲେଶ୍ୱର, ଓଡ଼ିଶା•
    7 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.