Shuru
Apke Nagar Ki App…
ଗଞ୍ଜେଇ ବିକୁ ଥିବା ବେଳେ ମାଡ଼ିବସିଲା ଅବକାରୀ ବିଭାଗ । କଟକ ଜଗତପୁର ପାଖରେ ଥିବା ଖଇରା ପୋଲ ପାଖରେ ଗଞ୍ଜେଇ ବିକୁଥିବା ଜଣେ ଲୋକ ମାଡିବସିଲା ଅବକାରୀ ବିଭାଗ । ଗଞେଇ ବେପାରୀ ପାଖରୁ ମିଳିଲା ନୂଆ ବୁଲେଟ ।
Aritkumar Mohapatra
ଗଞ୍ଜେଇ ବିକୁ ଥିବା ବେଳେ ମାଡ଼ିବସିଲା ଅବକାରୀ ବିଭାଗ । କଟକ ଜଗତପୁର ପାଖରେ ଥିବା ଖଇରା ପୋଲ ପାଖରେ ଗଞ୍ଜେଇ ବିକୁଥିବା ଜଣେ ଲୋକ ମାଡିବସିଲା ଅବକାରୀ ବିଭାଗ । ଗଞେଇ ବେପାରୀ ପାଖରୁ ମିଳିଲା ନୂଆ ବୁଲେଟ ।
More news from ଓଡ଼ିଶା and nearby areas
- କେନ୍ଦ୍ରାଞ୍ଚଳ ଗୋଇନ୍ଦା ବିଭାଗ (EI & EB, Unit-II, Cuttack) ଦ୍ୱାରା ଆଜି ଏକ ବଡ଼ ଧରଣର ମାଦକ ଦ୍ରବ୍ୟ କାରବାରର ପର୍ଦ୍ଦାଫାଶ କରାଯାଇଛି।ଜଗତପୁର ଥାନା ଅନ୍ତର୍ଗତ ଜଗତପୁର ବ୍ୟାରେଜ୍ ଛକ ନିକଟରେ ଚଢ଼ାଉ କରାଯାଇ ୧୦୪ ଗ୍ରାମ ହେରୋଇନ୍ ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗୁପ୍ତ ସୂଚନା ଆଧାରରେ ଅବକାରୀ ବିଭାଗର ଏକ ସ୍ୱତନ୍ତ୍ର ଟିମ୍ ଜଗତପୁର ବ୍ୟାରେଜ୍ ଛକ ନିକଟରେ ଚଢ଼ାଉ କରିଥିଲେ। ସେଠାରୁ ଦୁଇଜଣ ଯୁବକଙ୍କୁ ଅଟକ ରଖି ଯାଞ୍ଚ କରିବା ପରେ ସେମାନଙ୍କ ନିକଟରୁ ୧୦୪ ଗ୍ରାମ ହେରୋଇନ୍ ଓ ଏକ ହୋଣ୍ଡା ଏକ୍ଟିଭା (Honda Activa) ଗାଡ଼ି ଜବତ କରାଯାଇଛି। ଗିରଫ ଅଭିଯୁକ୍ତ ମାନେ ହେଲେ ଚନ୍ଦନ ଦାସ (୨୨) ଗ୍ରାମ- ବିନ୍ଧାଣିମା, ଥାନା- ତିଗିରିଆ, ବିକାଶ ମଲ୍ଲିକ (୨୩): ଗ୍ରାମ- ମହିଷାଲଣ୍ଡା, ଥାନା- ଚୌଦ୍ୱାର ଅଞ୍ଚଳର ଅଟନ୍ତି। ଜବତ ହୋଇଥିବା ୧୦୪ ଗ୍ରାମ ହେରୋଇନର ଆନୁମାନିକ ବଜାର ମୂଲ୍ୟ ପ୍ରାୟ ୧୦.୪ ଲକ୍ଷ ଟଙ୍କା ହେବ ବୋଲି ଜଣାପଡ଼ିଛି। ଏହି ଚଢ଼ାଉରେ ଅବକାରୀ ଉପ-ନିରୀକ୍ଷକ (SI) ବିଭୂତି ଭୂଷଣ ପ୍ରଧାନ, ଏଏସଆଇ (ASI) କିଶୋର ଚନ୍ଦ୍ର ରାଉତ ଏବଂ କନେଷ୍ଟବଳ ଲକ୍ଷ୍ମୀଧର ଖୁଣ୍ଟିଆ, ପ୍ରକାଶ କୁମାର ଶତପଥୀ ଓ ଅଶ୍ୱିନୀ କୁମାର ପରିଡ଼ା ସାମିଲ ଥିଲେ। ଅଭିଯୁକ୍ତମାନଙ୍କ ବିରୋଧରେ NDPS ଆକ୍ଟ, ୧୯୮୫ ଅନୁଯାୟୀ ମାମଲା ରୁଜୁ କରାଯାଇ ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଛି।1
- କଟକ ଜଗତପୁର ପାଖରେ ଥିବା ଖଇରା ପୋଲ ପାଖରେ ଗଞ୍ଜେଇ ବିକୁଥିବା ଜଣେ ଲୋକ ମାଡିବସିଲା ଅବକାରୀ ବିଭାଗ । ଗଞେଇ ବେପାରୀ ପାଖରୁ ମିଳିଲା ନୂଆ ବୁଲେଟ ।1
- ଭୁବନେଶ୍ୱର ଠାରେ ଇଣ୍ଡିଆନ ଅଏଲ ପକ୍ଷରୁ ତେଲ ଓ ଗ୍ୟାସ ବଞ୍ଚାଅ ଦେଶର GDP ବଢିବ ବୋଲି ସଚେତନ କଲେ।1
- ଭୁବନେଶ୍ୱର: ମଙ୍ଗଳବାରଠୁ ସପ୍ତଦଶ ବିଧାନସଭାର ଷଷ୍ଠ ଅଧିବେଶନ ବା ବଜେଟ୍ ଅଧିବେଶନ ଆରମ୍ଭ ହୋଇଛି। ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୮ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନରେ ମୋଟ୍ ୨୮ଟି କାର୍ଯ୍ୟ ଦିବସ ରହିଛି। ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ମୋନ ଚରଣ ମାଝୀଙ୍କ ସମେତ ବିଭିନ୍ନ ଦଳର ବିଧାୟକମାନେ ଗୃହରେ ନିର୍ଦ୍ଧାରିତ ସମୟରେ ପ୍ରବେଶ କରିଥିଲେ। ଦେଖନ୍ତୁ ଭିଡିଓ।1
- Post by Thabira Majhi1
- Post by Gagan Bhoi1
- ଓଡିଶା ରେ ହେବ କ୍ଲିନ୍ ଟେକ୍ ଏକ୍ସପୋ1
- ଆରମ୍ଭ ହେବ ମାଟ୍ରିକ ପରୀକ୍ଷା । ତେଣୁ କଣ କଣ ରହିଛି ଚଳିତ ଥର ମାଟ୍ରିକ ପରୀକ୍ଷା କୁ ନେଇ ଅପଡେଟ ଶୁଣି ନିଅନ୍ତୁ ବୋର୍ଡ଼ ସଭାପତି ଙ୍କ ପାଖରୁ ।1