logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଆଜି ପୂର୍ବାହ୍ନରେ ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ଓ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଭାଷୀ ମାଧ୍ୟମରେ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲ୍ଲାର ବର୍ତ୍ତମାନର ବନ୍ୟା ସ୍ଥିତି ଏବଂ ବିଭିନ୍ନ କ୍ଷେତ୍ରରେ ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା। ପ୍ରତ୍ୟେକ ବିଭାଗକୁ ନିଜ ନିଜର ଅଦ୍ୟତନ ରିପୋର୍ଟ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲାରେ ସାମ୍ପ୍ରତିକ ପ୍ରବଳ ବର୍ଷା ଏବଂ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର ସମସ୍ତ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ କ୍ଷେତ୍ରସ୍ତରୀୟ ଗସ୍ତ କରି, କ୍ଷୟକ୍ଷତିର ତୁରନ୍ତ ଓ ସଠିକ୍ ଆକଳନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଆଜି ପୂର୍ବାହ୍ନରେ ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ଓ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଭାଷୀ ମାଧ୍ୟମରେ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲ୍ଲାର ବର୍ତ୍ତମାନର ବନ୍ୟା ସ୍ଥିତି ଏବଂ ବିଭିନ୍ନ କ୍ଷେତ୍ରରେ ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା। ପ୍ରତ୍ୟେକ ବିଭାଗକୁ ନିଜ ନିଜର ଅଦ୍ୟତନ ରିପୋର୍ଟ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲାରେ ସାମ୍ପ୍ରତିକ ପ୍ରବଳ ବର୍ଷା ଏବଂ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର ସମସ୍ତ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ କ୍ଷେତ୍ରସ୍ତରୀୟ ଗସ୍ତ କରି, କ୍ଷୟକ୍ଷତିର ତୁରନ୍ତ ଓ ସଠିକ୍ ଆକଳନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

14 hrs ago
user_Lili Bhue
Lili Bhue
ପାଟଣାଗଡ଼, ବଲାଙ୍ଗୀର, ଓଡ଼ିଶା•
14 hrs ago
afe4f8e9-f3bb-4a3b-969c-2d46532da080

ଆଜି ପୂର୍ବାହ୍ନରେ ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ଓ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଭାଷୀ ମାଧ୍ୟମରେ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲ୍ଲାର ବର୍ତ୍ତମାନର ବନ୍ୟା ସ୍ଥିତି ଏବଂ ବିଭିନ୍ନ କ୍ଷେତ୍ରରେ ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା। ପ୍ରତ୍ୟେକ ବିଭାଗକୁ ନିଜ ନିଜର ଅଦ୍ୟତନ ରିପୋର୍ଟ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲାରେ ସାମ୍ପ୍ରତିକ ପ୍ରବଳ ବର୍ଷା ଏବଂ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର ସମସ୍ତ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ କ୍ଷେତ୍ରସ୍ତରୀୟ ଗସ୍ତ କରି, କ୍ଷୟକ୍ଷତିର ତୁରନ୍ତ ଓ ସଠିକ୍ ଆକଳନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଆଜି ପୂର୍ବାହ୍ନରେ ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ଓ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଭାଷୀ ମାଧ୍ୟମରେ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲ୍ଲାର ବର୍ତ୍ତମାନର ବନ୍ୟା ସ୍ଥିତି ଏବଂ ବିଭିନ୍ନ କ୍ଷେତ୍ରରେ ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା। ପ୍ରତ୍ୟେକ ବିଭାଗକୁ ନିଜ ନିଜର ଅଦ୍ୟତନ ରିପୋର୍ଟ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲାରେ ସାମ୍ପ୍ରତିକ ପ୍ରବଳ ବର୍ଷା ଏବଂ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର ସମସ୍ତ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ କ୍ଷେତ୍ରସ୍ତରୀୟ ଗସ୍ତ କରି, କ୍ଷୟକ୍ଷତିର ତୁରନ୍ତ ଓ ସଠିକ୍ ଆକଳନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

More news from ଓଡ଼ିଶା and nearby areas
  • କଣ୍ଟାବାଞ୍ଜି ରେ ଚୋରି ଗ୍ୟାଙ୍ଗ - ଡିକି ଭାଙ୍ଗି ନେଇଗଲେ ୫୦ହଜାର ଟଙ୍କା,ଭିଡିଓ ଭାଇରାଲ ପରେ ତଦନ୍ତ କରୁଛି କଣ୍ଟାବାଞ୍ଜି ପୋଲିସ
    1
    କଣ୍ଟାବାଞ୍ଜି ରେ ଚୋରି ଗ୍ୟାଙ୍ଗ - ଡିକି ଭାଙ୍ଗି ନେଇଗଲେ ୫୦ହଜାର ଟଙ୍କା,ଭିଡିଓ ଭାଇରାଲ ପରେ ତଦନ୍ତ କରୁଛି କଣ୍ଟାବାଞ୍ଜି ପୋଲିସ
    user_HULESWAR HANS YADAV
    HULESWAR HANS YADAV
    Local News Reporter କଣ୍ଟାବାଞ୍ଜି, ବଲାଙ୍ଗୀର, ଓଡ଼ିଶା•
    41 min ago
  • ଅନ୍ତୋଦୟ ଗୃହ ଯୋଜନାରୁ ବାଦ୍ ପଡ଼ିଲେ ୯୦ ବର୍ଷରୁ ଊର୍ଦ୍ଧ୍ୱ ନୀରୀହ ଆଦିବାସୀ ଭିନ୍ନକ୍ଷମ ବୃଦ୍ଧା ଭଙ୍ଗା ଘରେ ଅମାନବୀୟ ଜୀବନ; ତୁରନ୍ତ ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଦାବି ମ. ରାମପୁର, ୨୯/୦୭ ସରକାରଙ୍କ ଅନ୍ତୋଦୟ ଗୃହ ଯୋଜନାର ଉଦ୍ଦେଶ୍ୟ ପ୍ରକୃତ ଘରବିହୀନ ଓ ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରଙ୍କୁ ପକ୍କା ଘର ଯୋଗାଇବା। ହେଲେ କଳାହାଣ୍ଡି ଜିଲ୍ଲାର ମଦନପୁର ରାମପୁର ବ୍ଲକରେ ଘଟିଥିବା ଏକ ଘଟଣା ଏହି ଯୋଜନାର କାର୍ଯ୍ୟକାରିତା ଓ ହିତାଧିକାରୀ ଚୟନ ପ୍ରକ୍ରିୟାକୁ ନେଇ ଗୁରୁତର ପ୍ରଶ୍ନ ସୃଷ୍ଟି କରିଛି। ବ୍ଲକ ଅନ୍ତର୍ଗତ ବମକ ଗ୍ରାମ ପଞ୍ଚାୟତର ବାସିନ୍ଦା ବାସନ୍ତୀ ଭୋଇ (୯୦ ବର୍ଷରୁ ଊର୍ଦ୍ଧ୍ୱ) ଜଣେ ନୀରୀହ ଆଦିବାସୀ ଭିନ୍ନକ୍ଷମ ବୃଦ୍ଧା। ସ୍ୱାମୀଙ୍କ ମୃତ୍ୟୁ ପରେ ସେ ଏକାକୀ ଜୀବନ ବିତାଉଛନ୍ତି। ଶାରୀରିକ ଅକ୍ଷମତା କାରଣରୁ ସେ ଘୂରୁଣ୍ଡି ଘୂରୁଣ୍ଡି ଯିବାକୁ ବାଧ୍ୟ ହେଉଥିବାବେଳେ ଏକ ଅତି ଜରାଜୀର୍ଣ୍ଣ ଓ ଭଙ୍ଗା ଘରେ ଅମାନବୀୟ ପରିସ୍ଥିତିରେ ଦିନ କାଟୁଛନ୍ତି। ସମସ୍ତ ଯୋଗ୍ୟତା ଥିବା ସତ୍ତ୍ୱେ ତାଙ୍କୁ ଅନ୍ତୋଦୟ ଗୃହ ଯୋଜନାରେ ସାମିଲ କରାଯାଇନଥିବା ଅଭିଯୋଗ ଉଠିଛି। ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ, ବର୍ଷା ହେଲେ ଘର ଭିତରକୁ ପାଣି ପଶିଯାଉଥିବାରୁ ବୃଦ୍ଧାଙ୍କ ଜୀବନ ଅଧିକ ଦୁର୍ବିଷହ ହୋଇପଡ଼ିଛି। ପ୍ରକୃତ ହିତାଧିକାରୀ ହୋଇ ମଧ୍ୟ ସରକାରୀ ଆବାସରୁ ବଞ୍ଚିତ ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ସୃଷ୍ଟି କରିଛି। ଏହା ସହିତ ଅନ୍ତୋଦୟ ଗୃହ ଯୋଜନାର ହିତାଧିକାରୀ ଚୟନ ପ୍ରକ୍ରିୟାର ସ୍ୱଚ୍ଛତାକୁ ନେଇ ମଧ୍ୟ ପ୍ରଶ୍ନ ଉଠିଛି। ସ୍ଥାନୀୟ ବାସିନ୍ଦା, ସାମାଜିକ କର୍ମୀ ଓ ବୁଦ୍ଧିଜୀବୀମାନେ ଘଟଣାର ନିରପେକ୍ଷ ଯାଞ୍ଚ କରିବା ସହ ବାସନ୍ତୀ ଭୋଇଙ୍କୁ ତୁରନ୍ତ ଅନ୍ତୋଦୟ ଗୃହ ଯୋଜନାରେ ସାମିଲ କରି ପକ୍କା ଘର ପ୍ରଦାନ କରିବାକୁ ଦାବି କରିଛନ୍ତି। ସେହିପରି ମାନ୍ୟବର ମୁଖ୍ୟମନ୍ତ୍ରୀ ଘଟଣାରେ ହସ୍ତକ୍ଷେପ କରି ଏହି ଅସହାୟ ଭିନ୍ନକ୍ଷମ ବୃଦ୍ଧାଙ୍କୁ ଆବଶ୍ୟକ ସରକାରୀ ସହାୟତା ଓ ସୁରକ୍ଷିତ ବାସସ୍ଥାନ ଯୋଗାଇବାକୁ ଅଞ୍ଚଳବାସୀ ଦାବି କରିଛନ୍ତି। ଏହି ଘଟଣା ପୁଣିଥରେ ପ୍ରଶ୍ନ ଉଠାଇଛି—ସରକାରୀ ଯୋଜନାର ପ୍ରକୃତ ହକ୍‌ଦାର ମାନେ କେବେ ନ୍ୟାୟ ପାଇବେ ତାହା ବିଡ଼ିଓ ଶ୍ରୀ ଶରତ ଚନ୍ଦ୍ର ସେଠୀ ଙ୍କ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି ?
    3
    ଅନ୍ତୋଦୟ ଗୃହ ଯୋଜନାରୁ ବାଦ୍ ପଡ଼ିଲେ ୯୦ ବର୍ଷରୁ ଊର୍ଦ୍ଧ୍ୱ ନୀରୀହ ଆଦିବାସୀ ଭିନ୍ନକ୍ଷମ ବୃଦ୍ଧା
ଭଙ୍ଗା ଘରେ ଅମାନବୀୟ ଜୀବନ; ତୁରନ୍ତ ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଦାବି
ମ. ରାମପୁର, ୨୯/୦୭  ସରକାରଙ୍କ ଅନ୍ତୋଦୟ ଗୃହ ଯୋଜନାର ଉଦ୍ଦେଶ୍ୟ ପ୍ରକୃତ ଘରବିହୀନ ଓ ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରଙ୍କୁ ପକ୍କା ଘର ଯୋଗାଇବା। ହେଲେ କଳାହାଣ୍ଡି ଜିଲ୍ଲାର ମଦନପୁର ରାମପୁର ବ୍ଲକରେ ଘଟିଥିବା ଏକ ଘଟଣା ଏହି ଯୋଜନାର କାର୍ଯ୍ୟକାରିତା ଓ ହିତାଧିକାରୀ ଚୟନ ପ୍ରକ୍ରିୟାକୁ ନେଇ ଗୁରୁତର ପ୍ରଶ୍ନ ସୃଷ୍ଟି କରିଛି।
ବ୍ଲକ ଅନ୍ତର୍ଗତ ବମକ ଗ୍ରାମ ପଞ୍ଚାୟତର ବାସିନ୍ଦା ବାସନ୍ତୀ ଭୋଇ (୯୦ ବର୍ଷରୁ ଊର୍ଦ୍ଧ୍ୱ) ଜଣେ ନୀରୀହ ଆଦିବାସୀ ଭିନ୍ନକ୍ଷମ ବୃଦ୍ଧା। ସ୍ୱାମୀଙ୍କ ମୃତ୍ୟୁ ପରେ ସେ ଏକାକୀ ଜୀବନ ବିତାଉଛନ୍ତି। ଶାରୀରିକ ଅକ୍ଷମତା କାରଣରୁ ସେ ଘୂରୁଣ୍ଡି ଘୂରୁଣ୍ଡି ଯିବାକୁ ବାଧ୍ୟ ହେଉଥିବାବେଳେ ଏକ ଅତି ଜରାଜୀର୍ଣ୍ଣ ଓ ଭଙ୍ଗା ଘରେ ଅମାନବୀୟ ପରିସ୍ଥିତିରେ ଦିନ କାଟୁଛନ୍ତି। ସମସ୍ତ ଯୋଗ୍ୟତା ଥିବା ସତ୍ତ୍ୱେ ତାଙ୍କୁ ଅନ୍ତୋଦୟ ଗୃହ ଯୋଜନାରେ ସାମିଲ କରାଯାଇନଥିବା ଅଭିଯୋଗ ଉଠିଛି।
ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ, ବର୍ଷା ହେଲେ ଘର ଭିତରକୁ ପାଣି ପଶିଯାଉଥିବାରୁ ବୃଦ୍ଧାଙ୍କ ଜୀବନ ଅଧିକ ଦୁର୍ବିଷହ ହୋଇପଡ଼ିଛି। ପ୍ରକୃତ ହିତାଧିକାରୀ ହୋଇ ମଧ୍ୟ ସରକାରୀ ଆବାସରୁ ବଞ୍ଚିତ ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ସୃଷ୍ଟି କରିଛି। ଏହା ସହିତ ଅନ୍ତୋଦୟ ଗୃହ ଯୋଜନାର ହିତାଧିକାରୀ ଚୟନ ପ୍ରକ୍ରିୟାର ସ୍ୱଚ୍ଛତାକୁ ନେଇ ମଧ୍ୟ ପ୍ରଶ୍ନ ଉଠିଛି।
ସ୍ଥାନୀୟ ବାସିନ୍ଦା, ସାମାଜିକ କର୍ମୀ ଓ ବୁଦ୍ଧିଜୀବୀମାନେ ଘଟଣାର ନିରପେକ୍ଷ ଯାଞ୍ଚ କରିବା ସହ ବାସନ୍ତୀ ଭୋଇଙ୍କୁ ତୁରନ୍ତ ଅନ୍ତୋଦୟ ଗୃହ ଯୋଜନାରେ ସାମିଲ କରି ପକ୍କା ଘର ପ୍ରଦାନ କରିବାକୁ ଦାବି କରିଛନ୍ତି। ସେହିପରି ମାନ୍ୟବର ମୁଖ୍ୟମନ୍ତ୍ରୀ ଘଟଣାରେ ହସ୍ତକ୍ଷେପ କରି ଏହି ଅସହାୟ ଭିନ୍ନକ୍ଷମ ବୃଦ୍ଧାଙ୍କୁ ଆବଶ୍ୟକ ସରକାରୀ ସହାୟତା ଓ ସୁରକ୍ଷିତ ବାସସ୍ଥାନ ଯୋଗାଇବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।
ଏହି ଘଟଣା ପୁଣିଥରେ ପ୍ରଶ୍ନ ଉଠାଇଛି—ସରକାରୀ ଯୋଜନାର ପ୍ରକୃତ ହକ୍‌ଦାର ମାନେ କେବେ ନ୍ୟାୟ ପାଇବେ ତାହା ବିଡ଼ିଓ ଶ୍ରୀ ଶରତ ଚନ୍ଦ୍ର ସେଠୀ ଙ୍କ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି ?
    user_Prasanth kumar sahu
    Prasanth kumar sahu
    ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
    17 hrs ago
  • ବନ୍ୟା ପାଣିରେ 35 ହଜାର ଦେଶୀ କୁକୁଡ଼ା ନଷ୍ଟ, ଚିନ୍ତାରେ ଯୁବ କୁକୁଡ଼ା ଚାଷୀ ଅଖିଳେଶ ମିଶ୍ର I ନୂଆପଡା ଜିଲ୍ଲା କୋମନା ସଦର ଯୁବ କୁକୁଡ଼ା ଚାଷୀ ଅଖିଳେଶ ମିଶ୍ରଙ୍କ କୋଟି କୋଟି ଟଙ୍କା କ୍ଷତି, ପ୍ରଶାସନ ତୁରନ୍ତ ଅନୁଧ୍ୟାନ କରି ସରକାରୀ ସହାୟତା ଯୋଗାଇବା କୁ ନିବେଦନ I
    1
    ବନ୍ୟା ପାଣିରେ 35 ହଜାର ଦେଶୀ କୁକୁଡ଼ା ନଷ୍ଟ, ଚିନ୍ତାରେ ଯୁବ କୁକୁଡ଼ା ଚାଷୀ ଅଖିଳେଶ ମିଶ୍ର I
ନୂଆପଡା ଜିଲ୍ଲା କୋମନା ସଦର ଯୁବ କୁକୁଡ଼ା ଚାଷୀ ଅଖିଳେଶ ମିଶ୍ରଙ୍କ କୋଟି କୋଟି ଟଙ୍କା କ୍ଷତି, ପ୍ରଶାସନ ତୁରନ୍ତ ଅନୁଧ୍ୟାନ କରି ସରକାରୀ ସହାୟତା ଯୋଗାଇବା କୁ ନିବେଦନ I
    user_Hareram karuan
    Hareram karuan
    ସାମ୍ବାଦିକ ନୂଆପଡା, ନୂଆପଡ଼ା, ଓଡ଼ିଶା•
    23 hrs ago
  • ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଶ୍ରୀରାମ ମହାବିଦ୍ୟାଳୟ ର ସିଢି ତଳରୁ 10 ଫୁଟର ଅଜଗର ଉଦ୍ଧାର କଲେଜ ଭିତରୁ ଦସ ଫୁଟର ଅଜଗର ଉଦ୍ଧାର l ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଶ୍ରୀରାମ ମହାବିଦ୍ୟାଳୟ ର ସିଢି ତଲେ ବିରାଟ ଅଜଗର ସାପ ଥିବା କର୍ମଚାରୀ ଦେଖିବାକୁ ପାଇଥିଲେ l ପରେ କଲେଜର କର୍ମଚାରୀ ମାନେ ବନ ବିଭାଗକୁ ଖବର ଦେଇଥିଲେ l ଖବର ପାଇ ବିନିକା ବନ ବିଭାଗ ତୁରନ୍ତ ମହାବିଦ୍ୟାଳୟକୁ ପହଞ୍ଚି ସୁରକ୍ଷିତ ଭାବରେ ଉଦ୍ଧାର କରିଛି l କଲେଜ ଭିତରେ ବିରାଟ ଅଜଗର ଦେଖି କର୍ମଚାରୀ ମାନେ ଭୟଭୀତ ହୋଇଯାଇଥିଲେ l ପରେ ବନ ବିଭାଗ ଆସି ଉଦ୍ଧାର କରିବା ପରେ ଅଜଗର ସାପକୁ ଦେଖିବା ପାଇଁ ଲୋକଙ୍କ ଭିଡ ଦେଖା ଦେଇଥିଲା l
    1
    ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଶ୍ରୀରାମ ମହାବିଦ୍ୟାଳୟ ର ସିଢି ତଳରୁ 10 ଫୁଟର ଅଜଗର ଉଦ୍ଧାର 
କଲେଜ ଭିତରୁ ଦସ ଫୁଟର ଅଜଗର ଉଦ୍ଧାର  l ସୁବର୍ଣ୍ଣପୁର ଜିଲ୍ଲା  ଡୁଙ୍ଗୁରିପାଲି ବ୍ଲକ ରାମପୁର ଶ୍ରୀରାମ ମହାବିଦ୍ୟାଳୟ ର ସିଢି ତଲେ ବିରାଟ ଅଜଗର ସାପ ଥିବା କର୍ମଚାରୀ ଦେଖିବାକୁ ପାଇଥିଲେ l ପରେ କଲେଜର କର୍ମଚାରୀ ମାନେ ବନ ବିଭାଗକୁ ଖବର ଦେଇଥିଲେ l ଖବର ପାଇ ବିନିକା ବନ ବିଭାଗ ତୁରନ୍ତ ମହାବିଦ୍ୟାଳୟକୁ ପହଞ୍ଚି ସୁରକ୍ଷିତ ଭାବରେ ଉଦ୍ଧାର କରିଛି l କଲେଜ ଭିତରେ ବିରାଟ ଅଜଗର ଦେଖି କର୍ମଚାରୀ ମାନେ ଭୟଭୀତ ହୋଇଯାଇଥିଲେ l ପରେ ବନ ବିଭାଗ ଆସି ଉଦ୍ଧାର କରିବା ପରେ ଅଜଗର ସାପକୁ ଦେଖିବା ପାଇଁ ଲୋକଙ୍କ ଭିଡ ଦେଖା ଦେଇଥିଲା l
    user_BINKA KHABAR
    BINKA KHABAR
    ବିନିକା, ସୋନପୁର, ଓଡ଼ିଶା•
    14 hrs ago
  • ବିଧାୟକ ଲକ୍ଷ୍ମଣ ବାଗ ବନ୍ୟା ଅଞ୍ଚଳ ପରିଦର୍ଶନ କରି ଲୋକଙ୍କ ସହ ଆଲୋଚନା କରିଛନ୍ତି
    1
    ବିଧାୟକ ଲକ୍ଷ୍ମଣ ବାଗ ବନ୍ୟା ଅଞ୍ଚଳ ପରିଦର୍ଶନ କରି ଲୋକଙ୍କ ସହ ଆଲୋଚନା କରିଛନ୍ତି
    user_କଣ୍ଟାବାଞ୍ଜି ଖବର
    କଣ୍ଟାବାଞ୍ଜି ଖବର
    କଣ୍ଟାବାଞ୍ଜି, ବଲାଙ୍ଗୀର, ଓଡ଼ିଶା•
    14 hrs ago
  • ବାଇକ୍ ଦୁର୍ଘଟଣାରେ ବାଇକ୍ ଆରୋହୀ ଗୁରୁତର ପାଟଣାଗଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର। ଏଭଳି ଘଟଣା ଦେଖିବାକୁ ମିଳିଛି ବଲାଙ୍ଗିର ଜିଲ୍ଲା ଲାଠୋର ଥାନା ଲାଠୋର ମୁଖ୍ୟ ରାସ୍ତା ରେ। ବାଇକ୍ ଦୁର୍ଘଟଣାରେ ବାଇକ୍ ଆରୋହୀ ଗୁରୁତର ପାଟଣାଗଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର। ଏଭଳି ଘଟଣା ଦେଖିବାକୁ ମିଳିଛି ବଲାଙ୍ଗିର ଜିଲ୍ଲା ଲାଠୋର ଥାନା ଲାଠୋର ମୁଖ୍ୟ ରାସ୍ତା ରେ।
    1
    ବାଇକ୍ ଦୁର୍ଘଟଣାରେ ବାଇକ୍ ଆରୋହୀ ଗୁରୁତର ପାଟଣାଗଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର। ଏଭଳି ଘଟଣା ଦେଖିବାକୁ ମିଳିଛି ବଲାଙ୍ଗିର ଜିଲ୍ଲା ଲାଠୋର ଥାନା ଲାଠୋର ମୁଖ୍ୟ ରାସ୍ତା ରେ।
ବାଇକ୍ ଦୁର୍ଘଟଣାରେ ବାଇକ୍ ଆରୋହୀ ଗୁରୁତର ପାଟଣାଗଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର। ଏଭଳି ଘଟଣା ଦେଖିବାକୁ ମିଳିଛି ବଲାଙ୍ଗିର ଜିଲ୍ଲା ଲାଠୋର ଥାନା ଲାଠୋର ମୁଖ୍ୟ ରାସ୍ତା ରେ।
    user_Lili Bhue
    Lili Bhue
    ଖପ୍ରାଖୋଲ, ବଲାଙ୍ଗୀର, ଓଡ଼ିଶା•
    14 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.