Shuru
Apke Nagar Ki App…
ନୂଆଗାଁ ବ୍ରିଜ ରେ ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସିଲା କାର, ଜଣେ ମୃତ। ଆଜି ର ଏକ ବଡ଼ ଦୁର୍ଘଟଣା ବ୍ରିଜ ଉପରୁ ତଳକୁ ଖସିଲା କାର। ଏହି ଭୟାବହ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଭଂଜନଗର ଏଲ ଆଇ ସି କଲୋନୀ ଅଞ୍ଚଳର ବାଲି ବ୍ୟବସାୟୀ ସୁନିଲ ମହାନ୍ତୀ,ଘଟଣା ପରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।" "ନୂଆଗାଁ ବ୍ରିଜ୍ ଉପରେ ଯାଉଥିବା ବେଳେ ହଠାତ୍ ଭାରସାମ୍ୟ ହରାଇ ବ୍ରିଜ୍ ତଳକୁ ଖସି ପଡ଼ିଥିଲା କାରଟି। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ପହଞ୍ଚି ବେଲଗୁଣ୍ଠା ପୋଲିସ କୁ ଖବର ଦେଇଥିଲେ, ଘଟଣା ସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ପୁଲିସ ମୃତ ଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି।
PURNACHANDRA BARIK

More news from ଓଡ଼ିଶା and nearby areas
- ଆରେ chiku କଣକିରେବଣ୍ଟି ଜାଣିଚୁ ଅଗଷ୍ଟ ଏକତାରିଖରୁ ନୂଆଗାଁ ଆଦର୍ଶକମ୍ପ୍ୟୁଟରେ ଫ୍ରିକ୍ଲାସ ଆରମ୍ଭ ହେବାକୁ ଯାଉଛି. ତୁଜାଣିନୁକି. ସେଠି ସମସ୍ତଛାତ୍ର ଛାତ୍ରୀ ଅଭିଭାବକ ସମସ୍ତେ ଯୋଗଦେଇ ପାରିବେ. ଚେର୍ଟିଫିକେଟ ମଧ୍ୟ ଦିଆଯିବ. ଚାଲଚାଲ ଆଜିଯାଇ ଯୋଗାଯୋଗ କରିବା ବଣ୍ଟି. Contact -70087028231
- ଜରଡା ଥାନା ପୁଲିସ ଓ ଅବକାରୀ ବିଭାଗର ମିଳିତ ଚଢ଼ାଉ; ୧୫୦ ଲିଟର ପୋଚ ଓ ୨୦ ଲିଟର ଦେଶୀ ମଦ ଜବତ #ExciseRaid #JaradaPolice #DigapahandiNews #GanjamNews #IllegalLiquor #JagrutiKhabar #OdiaNews #Ganjam #BreakingNewsOdia #OdishaPolice1
- ଗଜପତି ଜିଲ୍ଲା ଅଡବା ଥାନା ଅନ୍ତର୍ଗତ ଅଲିଗଣ୍ଡା ଗ୍ରାମରେ ଗୋଟିଏ ଚୋରି ମାମଲାରେ ଅଭିଯୁକ୍ତ ଙ୍କୁ ନିର୍ଦୋଷରେ ଖଲାସ କରିଛନ୍ତି ମୋହନା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ବିଚାରପତି ବିକାଶ କିରଣ ମିଶ୍ର l ଗତ 2025 ମେ ମାସ 2 ତାରିଖ ରାତିରେ ଅlଲିଗଣ୍ଡା ଗ୍ରାମର ରୁପିନା ନାୟକଙ୍କ ଦୋକାନ ଘର ଭିତରେ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଥିଲା l ଲିଖିତ ଅଭିଯୋଗ କୁ ଭିତ୍ତି କରି ପୁଲିସ ତଦନ୍ତ କରିବା ସହ ଦଫା ବିଏନସ 331(4), 305, 3(5) ମାମଲା ରୁଜୁ କରି ଆସାମୀ ସେହି ଗ୍ରାମର ଅଜୟ ସଭାପତି ଙ୍କୁ ଉକ୍ତ ମାମଲାରେ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା l ଅଜୟ ସର୍ତ୍ତ ମୂଳକ ଜାମିନ ରେ ଆସିଥିଲେ l ତେବେ ଉକ୍ତ ମାମଲା ର ବିଚାରଣ ମୋହନା କୋର୍ଟ ରେ ଜlରି ରହିଥିଲା l ଅଭିଯୁକ୍ତ ଙ୍କ ପକ୍ଷରୁ ଆଇନଜୀବୀ ବିଳାସ ନାୟକ ମାମଲା ପରିଚାଳନା କରୁଥିଲେ l1
- ମନ୍ତ୍ରୀଙ୍କ ଇସ୍ତଫା ଦାବି କଲା ନୟାଗଡ଼ ଜିଲ୍ଲା ବିଜେଡ଼ି,,, ଭୁଲ୍ ବହି ଛପା କୁ ନେଇ ବିଜେଡିର ଆନ୍ଦୋଳନ,, ନିତ୍ୟାନନ୍ଦ ଗଣ୍ଡ ଙ୍କ ଇସ୍ତଫା ଦାବି କଲା ବିଜେଡି,,, ନୟାଗଡ଼ ରେ ଗର୍ଜିଲା ବିଜେଡି,, ଆଗକୁ ଏହି ଆନ୍ଦୋଳନ କୁ ଯୋରଦାର କରାଯିବ,,,1
- ନୂଆଗାଁ ବ୍ରିଜ ରେ ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସିଲା କାର, ଜଣେ ମୃତ। ଆଜି ର ଏକ ବଡ଼ ଦୁର୍ଘଟଣା ବ୍ରିଜ ଉପରୁ ତଳକୁ ଖସିଲା କାର। ଏହି ଭୟାବହ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଭଂଜନଗର ଏଲ ଆଇ ସି କଲୋନୀ ଅଞ୍ଚଳର ବାଲି ବ୍ୟବସାୟୀ ସୁନିଲ ମହାନ୍ତୀ,ଘଟଣା ପରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।" "ନୂଆଗାଁ ବ୍ରିଜ୍ ଉପରେ ଯାଉଥିବା ବେଳେ ହଠାତ୍ ଭାରସାମ୍ୟ ହରାଇ ବ୍ରିଜ୍ ତଳକୁ ଖସି ପଡ଼ିଥିଲା କାରଟି। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ପହଞ୍ଚି ବେଲଗୁଣ୍ଠା ପୋଲିସ କୁ ଖବର ଦେଇଥିଲେ, ଘଟଣା ସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ପୁଲିସ ମୃତ ଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି।1