logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଛଦେଶ ବ୍ଳକ ଦାବିରେ ଭାପୁର ଛକରେ ବନ୍ଦ ପାଳନ ହଟିଲା, ଅତିରିକ୍ତ ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ ଢେଙ୍କାନାଳ ଜିଲ୍ଲା ସଦର ବ୍ଲକର ଶହଶହ ଛଦେଶବାସୀ ଆଜି ଭାପୁରଠାରେ ରାସ୍ତାରୁ ସଂପୂର୍ଣ୍ଣ ବନ୍ଦ କରି ଦେଇଥିଲେ। ଛଦେଶ ବ୍ଲକ ଗଠନ ମୁଖ୍ୟ ଦାବି ଥିବାବେଳେ ଅଞ୍ଚଳର ଉନ୍ନତି ତଥା ଭାପୁର ଫାଣ୍ତି ଥାନାରେ ପରିଣତ କରିବା। ଦମକଳ କେନ୍ଦ୍ର ସ୍ଥାପନ, ଚିକିତ୍ସାଳୟରେ ବିଭିନ୍ନ ଚିକିତ୍ସା ସୁବିଧା ଆଦି ଦାବିଗୁଡିକୁ ନେଇ ବନ୍ଦ କରାଯାଇଥିଲା । ଜିଲ୍ଲାପ୍ରଶାସନ ପକ୍ଷରୁ ଶାନ୍ତିଶୃଙ୍ଖଳା ପାଇଁ ବ୍ୟାପକ ପୋଲିସ୍ ମୁତୟନ କରାଯାଇଥିଲା। ଶେଷରେ ଅତିରିକ୍ତ ତହସିଲଦାରଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା। ଏସଡିପିଓ ଏବଂ ପୋଲିସ ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ ।

5 hrs ago
user_Amani Sahoo
Amani Sahoo
ଢେଙ୍କାନାଳ ସଦର, ଢେଙ୍କାନାଳ, ଓଡ଼ିଶା•
5 hrs ago

ଛଦେଶ ବ୍ଳକ ଦାବିରେ ଭାପୁର ଛକରେ ବନ୍ଦ ପାଳନ ହଟିଲା, ଅତିରିକ୍ତ ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ ଢେଙ୍କାନାଳ ଜିଲ୍ଲା ସଦର ବ୍ଲକର ଶହଶହ ଛଦେଶବାସୀ ଆଜି ଭାପୁରଠାରେ ରାସ୍ତାରୁ ସଂପୂର୍ଣ୍ଣ ବନ୍ଦ କରି ଦେଇଥିଲେ। ଛଦେଶ ବ୍ଲକ ଗଠନ ମୁଖ୍ୟ ଦାବି ଥିବାବେଳେ ଅଞ୍ଚଳର ଉନ୍ନତି ତଥା ଭାପୁର ଫାଣ୍ତି ଥାନାରେ ପରିଣତ କରିବା। ଦମକଳ କେନ୍ଦ୍ର ସ୍ଥାପନ, ଚିକିତ୍ସାଳୟରେ ବିଭିନ୍ନ ଚିକିତ୍ସା ସୁବିଧା ଆଦି ଦାବିଗୁଡିକୁ ନେଇ ବନ୍ଦ କରାଯାଇଥିଲା । ଜିଲ୍ଲାପ୍ରଶାସନ ପକ୍ଷରୁ ଶାନ୍ତିଶୃଙ୍ଖଳା ପାଇଁ ବ୍ୟାପକ ପୋଲିସ୍ ମୁତୟନ କରାଯାଇଥିଲା। ଶେଷରେ ଅତିରିକ୍ତ ତହସିଲଦାରଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା। ଏସଡିପିଓ ଏବଂ ପୋଲିସ ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ ।

More news from Odisha and nearby areas
  • Post by Dhenkanal News
    1
    Post by Dhenkanal News
    user_Dhenkanal News
    Dhenkanal News
    Media company Dhenkanal Sadar, Odisha•
    5 hrs ago
  • ଢେଙ୍କାନାଳ ଜିଲ୍ଲା ସଦର ବ୍ଲକର ଶହଶହ ଛଦେଶବାସୀ ଆଜି ଭାପୁରଠାରେ ରାସ୍ତାରୁ ସଂପୂର୍ଣ୍ଣ ବନ୍ଦ କରି ଦେଇଥିଲେ। ଛଦେଶ ବ୍ଲକ ଗଠନ ମୁଖ୍ୟ ଦାବି ଥିବାବେଳେ ଅଞ୍ଚଳର ଉନ୍ନତି ତଥା ଭାପୁର ଫାଣ୍ତି ଥାନାରେ ପରିଣତ କରିବା। ଦମକଳ କେନ୍ଦ୍ର ସ୍ଥାପନ, ଚିକିତ୍ସାଳୟରେ ବିଭିନ୍ନ ଚିକିତ୍ସା ସୁବିଧା ଆଦି ଦାବିଗୁଡିକୁ ନେଇ ବନ୍ଦ କରାଯାଇଥିଲା । ଜିଲ୍ଲାପ୍ରଶାସନ ପକ୍ଷରୁ ଶାନ୍ତିଶୃଙ୍ଖଳା ପାଇଁ ବ୍ୟାପକ ପୋଲିସ୍ ମୁତୟନ କରାଯାଇଥିଲା। ଶେଷରେ ଅତିରିକ୍ତ ତହସିଲଦାରଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା। ଏସଡିପିଓ ଏବଂ ପୋଲିସ ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ ।
    1
    ଢେଙ୍କାନାଳ ଜିଲ୍ଲା ସଦର ବ୍ଲକର ଶହଶହ ଛଦେଶବାସୀ ଆଜି ଭାପୁରଠାରେ ରାସ୍ତାରୁ ସଂପୂର୍ଣ୍ଣ ବନ୍ଦ କରି ଦେଇଥିଲେ। ଛଦେଶ ବ୍ଲକ ଗଠନ ମୁଖ୍ୟ ଦାବି ଥିବାବେଳେ ଅଞ୍ଚଳର ଉନ୍ନତି ତଥା ଭାପୁର ଫାଣ୍ତି ଥାନାରେ ପରିଣତ କରିବା। ଦମକଳ କେନ୍ଦ୍ର ସ୍ଥାପନ, ଚିକିତ୍ସାଳୟରେ ବିଭିନ୍ନ ଚିକିତ୍ସା ସୁବିଧା ଆଦି ଦାବିଗୁଡିକୁ ନେଇ ବନ୍ଦ କରାଯାଇଥିଲା । ଜିଲ୍ଲାପ୍ରଶାସନ ପକ୍ଷରୁ ଶାନ୍ତିଶୃଙ୍ଖଳା ପାଇଁ ବ୍ୟାପକ ପୋଲିସ୍ ମୁତୟନ କରାଯାଇଥିଲା। ଶେଷରେ ଅତିରିକ୍ତ ତହସିଲଦାରଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା। ଏସଡିପିଓ ଏବଂ ପୋଲିସ ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ ।
    user_Amani Sahoo
    Amani Sahoo
    ଢେଙ୍କାନାଳ ସଦର, ଢେଙ୍କାନାଳ, ଓଡ଼ିଶା•
    5 hrs ago
  • ଢେଙ୍କାନାଳ ସହର ରୁ କଣ୍ଟାନାଳି ଛକ ମଧ୍ୟରେ ମା ବୁଢି ଠାକୁରାଣୀ ପିଠ ସମୣଖ ରୈ ମରାମତି ହେଉଥିବା କଲଭଟ କୈଣସି ସୂଚନା ଫଳକ ନାହିଁ, ଯାହାଫଳରେ ଏଠି ବାରମ୍ବାର ଦୁଘଟଣା ଘଟୁଚି ଏଥିପାଇଁ ଦାୟୀ କିଏ ବିଭାଗ ନା ଠିକାଦାର
    2
    ଢେଙ୍କାନାଳ ସହର ରୁ କଣ୍ଟାନାଳି ଛକ ମଧ୍ୟରେ ମା ବୁଢି ଠାକୁରାଣୀ ପିଠ ସମୣଖ ରୈ ମରାମତି ହେଉଥିବା କଲଭଟ କୈଣସି ସୂଚନା ଫଳକ ନାହିଁ, ଯାହାଫଳରେ ଏଠି ବାରମ୍ବାର ଦୁଘଟଣା ଘଟୁଚି
ଏଥିପାଇଁ ଦାୟୀ କିଏ ବିଭାଗ ନା ଠିକାଦାର
    user_Dipak Kumar Nayak
    Dipak Kumar Nayak
    Voice of people Dhenkanal Sadar, Odisha•
    8 hrs ago
  • Post by Tapasdas 6372788705
    1
    Post by Tapasdas 6372788705
    user_Tapasdas 6372788705
    Tapasdas 6372788705
    ଢେଙ୍କାନାଳ ସଦର, ଢେଙ୍କାନାଳ, ଓଡ଼ିଶା•
    14 hrs ago
  • ଇତିହାସରୁ ଆରମ୍ଭ ବାସ୍ତବରେ ଶେଷ | ଭୁବନ ଠାରୁ ତାଳଚେର ପ୍ରାକୃତିକ ଦୃଶ୍ୟ ଓ କିମ୍ବଦନ୍ତୀ | ବାଇକ୍ ମଜା ସତରେ କେଉଁ ବଡ଼ ଗାଡ଼ିରେ ନଥାଏ | ଭୁବନ, ଢେଙ୍କାନାଳ, ଓଡ଼ିଶା #bhuban #dhenkanal #odisha
    1
    ଇତିହାସରୁ ଆରମ୍ଭ ବାସ୍ତବରେ ଶେଷ | ଭୁବନ ଠାରୁ ତାଳଚେର ପ୍ରାକୃତିକ ଦୃଶ୍ୟ ଓ କିମ୍ବଦନ୍ତୀ | ବାଇକ୍ ମଜା ସତରେ କେଉଁ ବଡ଼ ଗାଡ଼ିରେ ନଥାଏ |
ଭୁବନ, ଢେଙ୍କାନାଳ, ଓଡ଼ିଶା
#bhuban #dhenkanal #odisha
    user_Nanda Kishor Naik
    Nanda Kishor Naik
    ଭୁବନ, ଢେଙ୍କାନାଳ, ଓଡ଼ିଶା•
    3 hrs ago
  • କଟକ ନୂଆପଡ଼ା ପ୍ରେସ କଲୋନୀରେ ଗୁଳିକାଣ୍ଡ ଘଟିଥିବା ଘରର ତାଲା ଭାଙ୍ଗି ଘର ଭିତରେ ପଶିଲେ ସାଇଣ୍ଟଫିକ ଟିମ୍ ଓ ପୋଲିସ।
    1
    କଟକ ନୂଆପଡ଼ା ପ୍ରେସ କଲୋନୀରେ ଗୁଳିକାଣ୍ଡ ଘଟିଥିବା ଘରର ତାଲା ଭାଙ୍ଗି ଘର ଭିତରେ ପଶିଲେ ସାଇଣ୍ଟଫିକ ଟିମ୍ ଓ ପୋଲିସ।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    4 hrs ago
  • କଟକ ର ଜଣେ ଯୁବକ ଙ୍କୁ ହତ୍ୟା କାଣ୍ଡ। କଣ ପାଈଁ ଘଟିଛି ଏ ନେଇ ତଦନ୍ତ କରୁଛି ପୋଲିସ୍। ଘଟଣା ସ୍ଥଳ ରୁ ମେଡିକାଲ ଆଣିବା ପରେ ଜଣା ପଡିଥିଲା ଯୁବକ ଙ୍କ ର ମୃତ୍ୟୁ ଘଟିଛି।
    4
    କଟକ ର ଜଣେ ଯୁବକ ଙ୍କୁ ହତ୍ୟା କାଣ୍ଡ। କଣ ପାଈଁ ଘଟିଛି ଏ ନେଇ ତଦନ୍ତ କରୁଛି ପୋଲିସ୍। ଘଟଣା ସ୍ଥଳ ରୁ ମେଡିକାଲ ଆଣିବା ପରେ ଜଣା ପଡିଥିଲା ଯୁବକ ଙ୍କ ର ମୃତ୍ୟୁ ଘଟିଛି।
    user_Aritkumar Mohapatra
    Aritkumar Mohapatra
    କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    7 hrs ago
  • ଢ଼େଙ୍କାନାଳ ସହରସ୍ଥ ବାଜିଚୌକ ସ୍ଥିତ ସୀତାରାମ ଆଶ୍ରମ ଠାରେ ଠାକୁର ଶ୍ରୀ ସୀତାରାମ ଦାସ ଓଁକାର ନାଥ ଦେବଙ୍କର ୧୩୫ ତମ ଜନ୍ମ ଉତ୍ସବ ଉପଲକ୍ଷେ ଅଷ୍ଟପ୍ରହରୀ ନାମଯଜ୍ଞ ପାଳିତ ହୋଇଯାଇଛି। ୧୭ ଫେବୃଆରୀରେ ଅଖଣ୍ଡ ଦୀପ ପ୍ରଜ୍ବଳନ କରି ଅଧିବାସ ପୂଜା ଆରମ୍ଭ କରାଯାଇଥିଲା। ଆଜି ୧୮ ଫେବୃଆରୀ ବୁଧବାର ଆଖପାଖ ଅଞ୍ଚଳର ସଂକିର୍ତ୍ତନ ମଣ୍ଡଳୀ ଦ୍ବାରା ନାମଯଜ୍ଞ କରାଯାଇଥିଲା। ପ୍ରସାଦ ସେବନ ବ୍ୟବସ୍ଥା ମଧ୍ୟ କରାଯାଇଥିଲା।ଆସନ୍ତାକାଲି ୧୯ ଫେବୃଆରୀ ଗୁରୁବାର ନଗରକିର୍ତ୍ତନ ଓ ଗୁରୁ ପୂଜନ କରାଯିବ। ଅଷ୍ଟପ୍ରହରୀ ପୂଜକ ଜଗନ୍ନାଥ ତ୍ରିପାଠୀ ଓ ମନ୍ଦିର ପୂଜକ ଅଖିଳ କୁମାର ସାହୁ, ସଭାପତି ମନି ସାହୁ ଏବଂ ସମ୍ପାଦକ ପ୍ରହ୍ଲାଦ ସାହୁ ଏହି କାର୍ଯ୍ୟକ୍ରମ ସମସ୍ତ ଗୁରୁ ଭାଇଭଉଣୀମାନେ ସହଯୋଗ କରିଥିଲେ।
    1
    ଢ଼େଙ୍କାନାଳ ସହରସ୍ଥ ବାଜିଚୌକ ସ୍ଥିତ ସୀତାରାମ ଆଶ୍ରମ ଠାରେ ଠାକୁର ଶ୍ରୀ ସୀତାରାମ ଦାସ ଓଁକାର ନାଥ ଦେବଙ୍କର ୧୩୫ ତମ ଜନ୍ମ ଉତ୍ସବ ଉପଲକ୍ଷେ ଅଷ୍ଟପ୍ରହରୀ ନାମଯଜ୍ଞ ପାଳିତ ହୋଇଯାଇଛି। ୧୭ ଫେବୃଆରୀରେ ଅଖଣ୍ଡ ଦୀପ ପ୍ରଜ୍ବଳନ କରି ଅଧିବାସ ପୂଜା ଆରମ୍ଭ କରାଯାଇଥିଲା। ଆଜି ୧୮ ଫେବୃଆରୀ ବୁଧବାର ଆଖପାଖ ଅଞ୍ଚଳର ସଂକିର୍ତ୍ତନ ମଣ୍ଡଳୀ ଦ୍ବାରା ନାମଯଜ୍ଞ କରାଯାଇଥିଲା। ପ୍ରସାଦ ସେବନ ବ୍ୟବସ୍ଥା ମଧ୍ୟ କରାଯାଇଥିଲା।ଆସନ୍ତାକାଲି ୧୯ ଫେବୃଆରୀ ଗୁରୁବାର ନଗରକିର୍ତ୍ତନ ଓ ଗୁରୁ ପୂଜନ କରାଯିବ। ଅଷ୍ଟପ୍ରହରୀ ପୂଜକ ଜଗନ୍ନାଥ ତ୍ରିପାଠୀ ଓ ମନ୍ଦିର ପୂଜକ ଅଖିଳ କୁମାର ସାହୁ, ସଭାପତି ମନି ସାହୁ ଏବଂ ସମ୍ପାଦକ ପ୍ରହ୍ଲାଦ ସାହୁ ଏହି କାର୍ଯ୍ୟକ୍ରମ ସମସ୍ତ ଗୁରୁ ଭାଇଭଉଣୀମାନେ ସହଯୋଗ କରିଥିଲେ।
    user_Amani Sahoo
    Amani Sahoo
    ଢେଙ୍କାନାଳ ସଦର, ଢେଙ୍କାନାଳ, ଓଡ଼ିଶା•
    5 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.