Shuru
Apke Nagar Ki App…
ଲିଫ୍ଟ ନଦେବାରୁ ଯୁବକଙ୍କ ତଣ୍ଟି କାଟିଦେଲେ ଦୁର୍ବୃତ୍ତ । ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ଅନ୍ତର୍ଗତ ଖଣ୍ଡରା ଛକରେ ଏହି ଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । #OdishaNews #Ganjam #Hinjilicut #GanjamNews #CrimeNews #OdishaCrime #BreakingNewsOdisha #OdiaNews #LatestOdiaNews #CrimeUpdate
Jagruti khabar
ଲିଫ୍ଟ ନଦେବାରୁ ଯୁବକଙ୍କ ତଣ୍ଟି କାଟିଦେଲେ ଦୁର୍ବୃତ୍ତ । ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ଅନ୍ତର୍ଗତ ଖଣ୍ଡରା ଛକରେ ଏହି ଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । #OdishaNews #Ganjam #Hinjilicut #GanjamNews #CrimeNews #OdishaCrime #BreakingNewsOdisha #OdiaNews #LatestOdiaNews #CrimeUpdate
More news from ଓଡ଼ିଶା and nearby areas
- BERHAMPUR - GANGSTERS REELS ON SOCIAL MEDIA - OPEN CHALLENGE TO POLICE - VIDEO MADE WITH ILLEGAL WEAPONS GANGSTER MADE REELS ON SOCIAL MEDIA - OPEN CHALLENGE TO POLICE1
- ରଣାଲଇ ଗ୍ରାମ ରେ ଶିକ୍ଷା ବ୍ୟବସ୍ଥା ର ନଗ୍ନ ଚିତ୍ର ବ୍ଲକ ଶିକ୍ଷା ଅଧିକାରୀ କି ଜିଲ୍ଲା ଅଧିକାରୀଙ୍କ ପ୍ରତି ଭୟ ନାହିଁ ଗଜପତି ଜିଲ୍ଲା ଆର ଉଦୟଗିରି ବ୍ଲକ ର ଏହି ଦୃଶ୍ୟ1
- ଚଡ଼ିଆପଦା ଗ୍ରାମରେ ଆମୋର ମେଣ୍ଟାଭାଇ ସେଲୁନୁଁ ଦୁକାନ ଖଲି ଛନ୍ତି..1
- ଜ୍ଞାନ ବିଜ୍ଞାନ ମେଳାରେ ୨୯୩ ଶିଶୁଙ୍କ ଅଂଶଗ୍ରହଣ। ପୁରୀରେ ଅନୁଷ୍ଠିତ ହୋଇଛି ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା-୨୦୨୬/୨୭। ଘୋଡ଼ାବଜାରସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶିଶୁମାନେ ବିଜ୍ଞାନଭିତ୍ତିକ ପ୍ରକଳ୍ପ ଓ ପ୍ରତିଯୋଗିତାରେ ନିଜ ପ୍ରତିଭା ପ୍ରଦର୍ଶନ କରିଥିଲେ। ମୋଟ ୨୯୩ ଜଣ ଶିଶୁ ଅଂଶଗ୍ରହଣ କରିଥିବାବେଳେ ୬୭ ଜଣ କୃତୀ ପ୍ରତିଯୋଗୀ ବିଭାଗ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳାକୁ ଉତ୍ତୀର୍ଣ୍ଣ ହୋଇଛନ୍ତି। ପୁରୀ, ୮ ଅଗଷ୍ଟ।ଘୋଡ଼ାବଜାରସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଛି ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା-୨୦୨୬/୨୭। ଉଦ୍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଟିଆରଓ ଶ୍ରୀ ଅନୁଶ୍ରବ ଗନ୍ତାୟତ ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ କରିଥିଲେ। ଶିଶୁମାନଙ୍କୁ ଉଦ୍ବୋଧନ ଦେଇ ସେ କହିଥିଲେ, ଆଜିର ଶିଶୁ ଆସନ୍ତାକାଲିର ଭବିଷ୍ୟତ। ନୂତନ ସ୍ୱପ୍ନକୁ ସାକାର କରିବା ସହ ବୈଜ୍ଞାନିକ ଚିନ୍ତାଧାରା ଓ ବୈଜ୍ଞାନିକ ପରିବେଶକୁ 0ଆଗେଇ ନେବା ପାଇଁ ସେ ଛାତ୍ରଛାତ୍ରୀଙ୍କୁ ଆହ୍ୱାନ ଦେଇଥିଲେ। ବିଦ୍ୟାଳୟର ପ୍ରଧାନଆଚାର୍ଯ୍ୟ ଶ୍ରୀ ପ୍ରସନ୍ନ କୁମାର ପ୍ରଧାନ ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ସଙ୍କୁଳ ପ୍ରମୁଖ ଶ୍ରୀ କୃଷ୍ଣଚନ୍ଦ୍ର ସାହୁ ସ୍ୱାଗତ ଭାଷଣ ଦେଇ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ଅବଗତ କରାଇଥିଲେ। କାର୍ଯ୍ୟକ୍ରମରେ ବୈଜ୍ଞାନିକଙ୍କ ଜୀବନୀ କଥନ, ବୈଜ୍ଞାନିକଙ୍କ ଫଟୋଚିତ୍ର ସଂଗ୍ରହ, ବିଜ୍ଞାନଭିତ୍ତିକ ପ୍ରୟୋଗ, ବିଜ୍ଞାନ ପ୍ରଶ୍ନମଞ୍ଚ, ମୂର୍ତ୍ତିକଳା, ପତ୍ରବାଚନ, ସ୍ୱଳ୍ପ ବା ବିନା ମୂଲ୍ୟରେ ଉପକରଣ ପ୍ରସ୍ତୁତି ଏବଂ ବିଜ୍ଞାନ ସମ୍ବନ୍ଧୀୟ ନାଟକ ଭଳି ବିଭିନ୍ନ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଏଥିରେ ମୋଟ ୨୯୩ ଜଣ ଶିଶୁ ଅଂଶଗ୍ରହଣ କରିଥିଲେ। ସେମାନଙ୍କ ମଧ୍ୟରୁ ୬୭ ଜଣ ପ୍ରତିଭାଗୀ ପୁରସ୍କାର ପାଇଁ ବିବେଚିତ ହେବା ସହ ଆଗାମୀ ବିଭାଗ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳାକୁ ଉତ୍ତୀର୍ଣ୍ଣ ହୋଇଛନ୍ତି। ଉଦ୍ଯାପନୀ ଉତ୍ସବରେ ପୁରୀ ଜିଲ୍ଲା ସହ ପ୍ରମୁଖ ଦୀନବନ୍ଧୁ ତ୍ରିପାଠୀ, ସଙ୍କୁଳ ପ୍ରମୁଖ ତଥା ପୁରୀ ବିଭାଗ ନିରୀକ୍ଷକ ଶ୍ରୀ ସରୋଜ କୁମାର ପଟ୍ଟନାୟକ ଏବଂ ସଙ୍କୁଳ ସହ ସଂଯୋଜକ ଶ୍ରୀ ରବିନ୍ଦ୍ର କୁମାର ନନ୍ଦ ଯୋଗଦେଇ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରିଥିଲେ। ବିଦ୍ୟାଳୟର ବରିଷ୍ଠ ଆଚାର୍ଯ୍ୟ ତଥା ସହ ପ୍ରଧାନଆଚାର୍ଯ୍ୟ ଶ୍ରୀ ସୁଶାନ୍ତ ସ୍ୱାଇଁ କାର୍ଯ୍ୟକ୍ରମର ବିବରଣୀ ପାଠ କରିଥିଲେ। ଶେଷରେ ବିଦ୍ୟାଳୟ ସମ୍ପାଦକ ଶ୍ରୀ ଅରବିନ୍ଦ ଶତପଥୀ ଧନ୍ୟବାଦ ଅର୍ପଣ କରିଥିଲେ। ବିଦ୍ୟାଳୟର ଗୁରୁଜୀ, ଗୁରୁମା ଓ ସେବକ-ସେବିକାଙ୍କ ସହଯୋଗରେ କାର୍ଯ୍ୟକ୍ରମ ସଫଳତାର ସହ ସମ୍ପନ୍ନ ହୋଇଥିଲା। ରିପୋର୍ଟର—ଡ଼ଃ ମନୋଜ କୁମାର ବଳିଆରସିଂ, ପୁରୀ।4
- ଓଡ଼ିଶା ସ୍କୁଲ-କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ କମିଟିର ୪ ଦଫା ପ୍ରମୁଖ ଦାବି । GIA ଓ ପେନ୍ସନ୍ ସୁବିଧା: ବ୍ଲକ୍ ଗ୍ରାଣ୍ଟ ବ୍ୟବସ୍ଥା ବିଲୋପ ପରେ ପ୍ରଚଳିତ GIA-୨୦୧୭ ନୀତିରେ ସେବା ସର୍ତ୍ତ ଓ ପେନ୍ସନ୍ର ସ୍ପଷ୍ଟ ବ୍ୟବସ୍ଥା ନଥିବାରୁ ଏହାକୁ ତୁରନ୍ତ ଲାଗୁ କରିବା, ସମସ୍ତ ଯୋଗ୍ୟ ଶିକ୍ଷାନୁଷ୍ଠାନ (ବଞ୍ଚିତ ଥିବା ୧୯୪ଟି ଉଚ୍ଚ ବିଦ୍ୟାଳୟ ସମେତ) କୁ GIA ଅଧୀନକୁ ଆଣିବା ଏବଂ ପୁରୁଣା ପେନ୍ସନ୍ ଯୋଜନା (OPS) ପୁନଃପ୍ରଚଳନ କରିବା। ଅବସର ବୟସ ବୃଦ୍ଧି: ଶିକ୍ଷକ ଓ କର୍ମଚାରୀଙ୍କ ଅବସର ବୟସକୁ ୬୨ ବର୍ଷକୁ ବୃଦ୍ଧି କରିବା। ପଦବୀ ପୂରଣ: ଶିକ୍ଷାନୁଷ୍ଠାନଗୁଡ଼ିକରେ ଖାଲି ପଡ଼ିଥିବା ସମସ୍ତ ଶିକ୍ଷକ ଓ ଅଣଶିକ୍ଷକ ପଦବୀଗୁଡ଼ିକୁ ତୁରନ୍ତ ପୂରଣ କରିବା। ବେତନ ଓ ଗ୍ରେଡ୍ ପେ ଅସଙ୍ଗତି ଦୂରୀକରଣ: ଗ୍ରେଡ୍ ପେ ଅସଙ୍ଗତି ଦୂର କରିବା ସହ ଚୁକ୍ତିଭିତ୍ତିକ ଶିକ୍ଷକମାନଙ୍କୁ ୬ଟି କଳ୍ପିତ ବେତନ ବୃଦ୍ଧି (Incrment) ପ୍ରଦାନ କରିବା।1
- ଲିଫ୍ଟ ନଦେବାରୁ ଯୁବକଙ୍କ ତଣ୍ଟି କାଟିଦେଲେ ଦୁର୍ବୃତ୍ତ । ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ଅନ୍ତର୍ଗତ ଖଣ୍ଡରା ଛକରେ ଏହି ଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । #OdishaNews #Ganjam #Hinjilicut #GanjamNews #CrimeNews #OdishaCrime #BreakingNewsOdisha #OdiaNews #LatestOdiaNews #CrimeUpdate1