logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଭାଇକୁ_କାଠ_ଫାଳିଆରେ_ମାରି_ଗୁରୁତର_କଲା_ଭାଇସଦରଥାନା ତରଭା ଫାଣ୍ଡି ଅନ୍ତର୍ଗତ #ଭାଇକୁ_କାଠ_ଫାଳିଆରେ_ମାରି_ଗୁରୁତର_କଲା_ଭାଇ #ଢେଙ୍କାନାଳ ସଦରଥାନା ତରଭା ଫାଣ୍ଡି ଅନ୍ତର୍ଗତ ତରଭା ଗାଁରେ ଭାଇକୁ ମାରିଲା ଭାଇ #ବାଲ୍ୟ ବିବାହ ରୋକୁଥିବା ସନ୍ଦେହରେ ଏଭଳି ମରଣାନ୍ତକ ଆକ୍ରମଣ ହୋଇଛି #କାଠଫାଳିଆ ଆକ୍ରମଣରେ ଗୁରୁତର ହୋଇଛନ୍ତି ୬୫ ବର୍ଷୀୟ ଘନଶ୍ୟାମ ବାରିକି #ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି #ଏନେଇ ସଦରଥାନାରେ ଲିଖିତ ଅଭିଯୋଗ କରିଛନ୍ତି ଘନଶ୍ୟାମ ଙ୍କ ପୁଅ #ଏହି ଘଟଣାରେ ପୋଲିସ ଅଧିକ ଛାନଭିନ ଜାରି ରଖିଛି

9 hrs ago
user_Tapasdas 6372788705
Tapasdas 6372788705
Photographer Dhenkanal Sadar, Odisha•
9 hrs ago
907d962f-58da-4018-9439-b2d1a74b28ee
b86e953e-aa8c-4d0b-af23-cc8772e71cbd

ଭାଇକୁ_କାଠ_ଫାଳିଆରେ_ମାରି_ଗୁରୁତର_କଲା_ଭାଇସଦରଥାନା ତରଭା ଫାଣ୍ଡି ଅନ୍ତର୍ଗତ #ଭାଇକୁ_କାଠ_ଫାଳିଆରେ_ମାରି_ଗୁରୁତର_କଲା_ଭାଇ #ଢେଙ୍କାନାଳ ସଦରଥାନା ତରଭା ଫାଣ୍ଡି ଅନ୍ତର୍ଗତ ତରଭା ଗାଁରେ ଭାଇକୁ ମାରିଲା ଭାଇ #ବାଲ୍ୟ ବିବାହ ରୋକୁଥିବା ସନ୍ଦେହରେ ଏଭଳି ମରଣାନ୍ତକ ଆକ୍ରମଣ ହୋଇଛି #କାଠଫାଳିଆ ଆକ୍ରମଣରେ ଗୁରୁତର ହୋଇଛନ୍ତି ୬୫ ବର୍ଷୀୟ ଘନଶ୍ୟାମ ବାରିକି #ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି #ଏନେଇ ସଦରଥାନାରେ ଲିଖିତ ଅଭିଯୋଗ କରିଛନ୍ତି ଘନଶ୍ୟାମ ଙ୍କ ପୁଅ #ଏହି ଘଟଣାରେ ପୋଲିସ ଅଧିକ ଛାନଭିନ ଜାରି ରଖିଛି

More news from Odisha and nearby areas
  • ଓଡିଶା ର ଅନ୍ୟ ଏକ ପର୍ବ ପାଞ୍ଚିମ ଓଡିଶା ଗଣପର୍ବ ନୂଆଖାଇ ଏଥିରେ ସାମିଲ ହୋଇଛନ୍ତି. ପୂର୍ବତନ ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ପଞ୍ଚିମ ଓଡିଶା ର ଗଣପବ ନୂଆଖାଇ ଏଥିରେ ସାମିଲ ହେଇଛନ୍ତି ପୂବତନ ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ
    1
    ଓଡିଶା ର ଅନ୍ୟ ଏକ ପର୍ବ ପାଞ୍ଚିମ ଓଡିଶା ଗଣପର୍ବ ନୂଆଖାଇ  ଏଥିରେ ସାମିଲ ହୋଇଛନ୍ତି. ପୂର୍ବତନ ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ 
ପଞ୍ଚିମ ଓଡିଶା ର ଗଣପବ ନୂଆଖାଇ ଏଥିରେ ସାମିଲ ହେଇଛନ୍ତି ପୂବତନ ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ
    user_Dipak Kumar Nayak
    Dipak Kumar Nayak
    Voice of people Dhenkanal Sadar, Odisha•
    2 hrs ago
  • ଗଣେଶ ବଜାର ରେ ଗଣେଶ ପୂଜା ଅନୁଷ୍ଠିତ କିଛି ନିଆରା ପ୍ରୟାସ ରେ ସଜିତ
    1
    ଗଣେଶ ବଜାର ରେ ଗଣେଶ ପୂଜା ଅନୁଷ୍ଠିତ କିଛି ନିଆରା ପ୍ରୟାସ ରେ ସଜିତ
    user_Tapasdas 6372788705
    Tapasdas 6372788705
    Photographer Dhenkanal Sadar, Odisha•
    11 hrs ago
  • ପବିତ୍ର ଗଣେଶ ଚତୁର୍ଥୀ ରେ ତିଗିରିଆ ଥାନା ଅନ୍ତର୍ଗତ ଗୋଡିଝରିଆ କଲରାଗଡ ଛକ ରେ ଏକ ଅତ୍ୟାଧୁନିକ ବ୍ୟାମ୍ ଶାଳା (ଭିର୍ ଫିଟନେସ୍ )ଉଦଘାଟନ ହୋଇଯାଇଛି | ପବିତ୍ର ଗଣେଶ ଚତୁର୍ଥୀ ରେ ତିଗିରିଆ ଥାନା ଅନ୍ତର୍ଗତ ଗୋଡିଝରିଆ କଲରାଗଡ ଛକ ରେ ଏକ ଅତ୍ୟାଧୁନିକ ବ୍ୟାମ୍ ଶାଳା (ଭିର୍ ଫିଟନେସ୍ )ଉଦଘାଟନ ହୋଇଯାଇଛି | ଅଞ୍ଚଳ ର ଯୁବକ ଯୁବତୀ ମାନେ ସୁନ୍ଦର ସ୍ୱାସ୍ଥ୍ୟ ଗଢିବା ପାଇଁ ଯୁବ ସମାଜସେବୀ ବଲ୍ଲଭ ପାତ୍ର ବହୁ ଟଙ୍କା ଖର୍ଚ୍ଚ କରି ଏହି ବ୍ୟାମ୍ ଶାଳା କୁ ତିଆରି କରିଛନ୍ତି , ଯୋଉଠାରେ କି ମାଗଣା ରେ ଯୁବକ ଯୁବତୀ ମାନେ ନିଜର ନାମ ପଞ୍ଜିକରଣ କରି ବ୍ୟାମ୍ କରିପାରିବେ | ଆଜି ର ଏହି ଉଦଘାଟନ ଉତ୍ସବ କୁ ରାଜ୍ୟ ତଥା ଦେଶ ର ଖ୍ୟାତନାମ ବଡିବିଲଡର ଅମିତ୍ ଭୂୟାଂ ଯେ କି ମିଷ୍ଟ ର ୱାଲଡ୍ ଓ ମିଷ୍ଟରଏସିଆ ସମ୍ମାନ ପାଇଛନ୍ତି,ଶୁଭଙ୍କର ରାଉତ ଗୋଳ୍ଡ ମେଡାଲିଷ୍ଟ ଓ ମିଷ୍ଟର ଓଡିଶା ସମ୍ମାନ ପାଇଛନ୍ତି,ଜଗନ୍ନାଥ ଖୁଣ୍ଟିଆ ଯେକି ମିଷ୍ଟର ଓଡିଶା,ୱାର୍ଲଡ ,ସମ୍ମାନ ପାଇଛନ୍ତି ଏମାନେ ଯୋଗଦେଇ ଏହି ଭିର୍ ଫିଟନେସ୍ କୁ ଉଦଘାଟନ କରିବା ସହିତ ସ୍ଥାନୀୟ ଅଞ୍ଚଳ ର ଶହ ଶହ ଯୁବକ ମାନଙ୍କ ସହିତ ଏକ ବାଇକ ରାଲି କରି ଗୋଡିଝରିଆ,ଭିରୁଡା,ଅଚଳକୋଟ ,ତିଗିରିଆ,ପାଞ୍ଚଗାଁ ଆଦି ଗ୍ରାମ ଭ୍ରମଣ କରାଯାଇ ବ୍ୟାୟାମ୍ ଲୋକ ଙ୍କର କେତେ ଉପକାରୀ ପ୍ରଚାର ପ୍ରସାର କରାଯାଇଥିଲା | ପରିଶେଷ ରେ ସାମ୍ବାଦିକ ମାନଙ୍କୁ ସମ୍ମାନିତ କରାଯିବା ସହ ଅତିଥିମାନେ ବ୍ୟାୟାମ ର ଉପକାରିତା ବିଷୟରେ ଉପସ୍ଥିତ ଲୋକ ଙ୍କୁ ନିଜର ଭାଷଣ ମାଧ୍ୟମ ରେ ବୁଝାଇ ଥିଲେ | ଏହି କାର୍ଯ୍ୟକ୍ରମ କୁ ବଦ୍ରି ବିଶ୍ୱାଳ ପରିଚାଳନା କରିଥିବା ବେଳେ ସଂଗ୍ରାମ ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।
    1
    ପବିତ୍ର ଗଣେଶ ଚତୁର୍ଥୀ ରେ ତିଗିରିଆ ଥାନା ଅନ୍ତର୍ଗତ ଗୋଡିଝରିଆ କଲରାଗଡ ଛକ ରେ ଏକ ଅତ୍ୟାଧୁନିକ ବ୍ୟାମ୍ ଶାଳା (ଭିର୍ ଫିଟନେସ୍ )ଉଦଘାଟନ ହୋଇଯାଇଛି |
ପବିତ୍ର ଗଣେଶ ଚତୁର୍ଥୀ ରେ ତିଗିରିଆ ଥାନା ଅନ୍ତର୍ଗତ ଗୋଡିଝରିଆ କଲରାଗଡ ଛକ ରେ ଏକ ଅତ୍ୟାଧୁନିକ ବ୍ୟାମ୍ ଶାଳା (ଭିର୍ ଫିଟନେସ୍ )ଉଦଘାଟନ ହୋଇଯାଇଛି | ଅଞ୍ଚଳ ର ଯୁବକ ଯୁବତୀ ମାନେ ସୁନ୍ଦର ସ୍ୱାସ୍ଥ୍ୟ ଗଢିବା ପାଇଁ ଯୁବ ସମାଜସେବୀ ବଲ୍ଲଭ ପାତ୍ର ବହୁ ଟଙ୍କା ଖର୍ଚ୍ଚ କରି ଏହି ବ୍ୟାମ୍ ଶାଳା କୁ ତିଆରି କରିଛନ୍ତି , ଯୋଉଠାରେ କି ମାଗଣା ରେ ଯୁବକ ଯୁବତୀ ମାନେ ନିଜର ନାମ ପଞ୍ଜିକରଣ କରି ବ୍ୟାମ୍ କରିପାରିବେ | ଆଜି ର ଏହି ଉଦଘାଟନ ଉତ୍ସବ କୁ ରାଜ୍ୟ ତଥା ଦେଶ ର ଖ୍ୟାତନାମ ବଡିବିଲଡର ଅମିତ୍ ଭୂୟାଂ ଯେ କି ମିଷ୍ଟ ର ୱାଲଡ୍ ଓ ମିଷ୍ଟରଏସିଆ ସମ୍ମାନ ପାଇଛନ୍ତି,ଶୁଭଙ୍କର ରାଉତ ଗୋଳ୍ଡ ମେଡାଲିଷ୍ଟ ଓ ମିଷ୍ଟର ଓଡିଶା ସମ୍ମାନ ପାଇଛନ୍ତି,ଜଗନ୍ନାଥ ଖୁଣ୍ଟିଆ ଯେକି ମିଷ୍ଟର ଓଡିଶା,ୱାର୍ଲଡ ,ସମ୍ମାନ ପାଇଛନ୍ତି ଏମାନେ ଯୋଗଦେଇ ଏହି ଭିର୍ ଫିଟନେସ୍ କୁ ଉଦଘାଟନ କରିବା ସହିତ ସ୍ଥାନୀୟ ଅଞ୍ଚଳ ର ଶହ ଶହ ଯୁବକ ମାନଙ୍କ ସହିତ ଏକ ବାଇକ ରାଲି କରି ଗୋଡିଝରିଆ,ଭିରୁଡା,ଅଚଳକୋଟ ,ତିଗିରିଆ,ପାଞ୍ଚଗାଁ ଆଦି ଗ୍ରାମ ଭ୍ରମଣ କରାଯାଇ ବ୍ୟାୟାମ୍ ଲୋକ ଙ୍କର କେତେ ଉପକାରୀ ପ୍ରଚାର ପ୍ରସାର  କରାଯାଇଥିଲା | ପରିଶେଷ ରେ ସାମ୍ବାଦିକ ମାନଙ୍କୁ ସମ୍ମାନିତ କରାଯିବା ସହ ଅତିଥିମାନେ ବ୍ୟାୟାମ ର ଉପକାରିତା ବିଷୟରେ ଉପସ୍ଥିତ ଲୋକ ଙ୍କୁ ନିଜର ଭାଷଣ ମାଧ୍ୟମ ରେ ବୁଝାଇ ଥିଲେ | ଏହି କାର୍ଯ୍ୟକ୍ରମ କୁ ବଦ୍ରି ବିଶ୍ୱାଳ  ପରିଚାଳନା କରିଥିବା ବେଳେ ସଂଗ୍ରାମ ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।
    user_MANAS SAHOO
    MANAS SAHOO
    Local News Reporter ଆଠଗଡ଼, କଟକ, ଓଡ଼ିଶା•
    7 hrs ago
  • ଫୁଲନଖରା ରାସ୍ତାର ଶୋଚନୀୟ ଦୁରାବସ୍ଥା ଏବେ ସ୍ଥାନୀୟ ବାସିନ୍ଦା ଏବଂ ନିୟମିତ ଯାତାୟାତ କରୁଥିବା ପଥଚାରୀଙ୍କ ପାଇଁ ଏକ ବଡ଼ ସମସ୍ୟା ଫୁଲନଖରା ରାସ୍ତାର ଶୋଚନୀୟ ଦୁରାବସ୍ଥା ଏବେ ସ୍ଥାନୀୟ ବାସିନ୍ଦା ଏବଂ ନିୟମିତ ଯାତାୟାତ କରୁଥିବା ପଥଚାରୀଙ୍କ ପାଇଁ ଏକ ବଡ଼ ସମସ୍ୟା #LatestNews #UpdateNews #apanankakhabara #Niali #news #OdishaNews #odisha
    1
    ଫୁଲନଖରା ରାସ୍ତାର ଶୋଚନୀୟ ଦୁରାବସ୍ଥା ଏବେ ସ୍ଥାନୀୟ ବାସିନ୍ଦା ଏବଂ ନିୟମିତ ଯାତାୟାତ କରୁଥିବା ପଥଚାରୀଙ୍କ ପାଇଁ ଏକ ବଡ଼ ସମସ୍ୟା 
ଫୁଲନଖରା ରାସ୍ତାର ଶୋଚନୀୟ ଦୁରାବସ୍ଥା ଏବେ ସ୍ଥାନୀୟ ବାସିନ୍ଦା ଏବଂ ନିୟମିତ ଯାତାୟାତ କରୁଥିବା ପଥଚାରୀଙ୍କ ପାଇଁ ଏକ ବଡ଼ ସମସ୍ୟା #LatestNews #UpdateNews #apanankakhabara #Niali #news #OdishaNews #odisha
    user_Apananka Khabara
    Apananka Khabara
    Video Creator Cuttack (M.Corp.) P.S, Odisha•
    1 hr ago
  • ପ୍ରଧାନମନ୍ତ୍ରୀ ମୋଦୀଜୀଙ୍କ ୨୫ ବର୍ଷର ଜନସେବାକୁ ସମ୍ମାନ: ସେପ୍ଟେମ୍ବର ୧୭ରୁ ଦେଶବ୍ୟାପୀ ‘ସେବା ସଂକଳ୍ପ ଅଭିଯାନ’, ଘରେ ଘରେ ଜଳିବ ‘ଆଶୀର୍ବାଦର ଦୀପ’ । ପ୍ରଧାନମନ୍ତ୍ରୀ ମୋଦୀଜୀଙ୍କ ୨୫ ବର୍ଷର ଜନସେବାକୁ ସମ୍ମାନ: ସେପ୍ଟେମ୍ବର ୧୭ରୁ ଦେଶବ୍ୟାପୀ ‘ସେବା ସଂକଳ୍ପ ଅଭିଯାନ’, ଘରେ ଘରେ ଜଳିବ ‘ଆଶୀର୍ବାଦର ଦୀପ’ । ଭୁବନେଶ୍ୱର, ଓଡ଼ିଶା #Bhubaneswar #Odisha
    1
    ପ୍ରଧାନମନ୍ତ୍ରୀ ମୋଦୀଜୀଙ୍କ ୨୫ ବର୍ଷର ଜନସେବାକୁ ସମ୍ମାନ: ସେପ୍ଟେମ୍ବର ୧୭ରୁ ଦେଶବ୍ୟାପୀ ‘ସେବା ସଂକଳ୍ପ ଅଭିଯାନ’, ଘରେ ଘରେ ଜଳିବ ‘ଆଶୀର୍ବାଦର ଦୀପ’ ।
ପ୍ରଧାନମନ୍ତ୍ରୀ ମୋଦୀଜୀଙ୍କ ୨୫ ବର୍ଷର ଜନସେବାକୁ ସମ୍ମାନ: ସେପ୍ଟେମ୍ବର ୧୭ରୁ ଦେଶବ୍ୟାପୀ ‘ସେବା ସଂକଳ୍ପ ଅଭିଯାନ’, ଘରେ ଘରେ ଜଳିବ ‘ଆଶୀର୍ବାଦର ଦୀପ’ ।
ଭୁବନେଶ୍ୱର, ଓଡ଼ିଶା 
#Bhubaneswar #Odisha
    user_Nanda Kishor Naik
    Nanda Kishor Naik
    ଭୁବନ, ଢେଙ୍କାନାଳ, ଓଡ଼ିଶା•
    2 hrs ago
  • ୧୮୦୦ କିଲୋମିଟର ଯାତ୍ରାରେ ୩ ମନ୍ତ୍ର ଯଥା ଜଳ, ଜନ ଏବଂ ସେବାକୁ ଗୁରୁତ୍ୱ ଦିଆଯାଇଛି: ଅଭିଳାଷ ପଣ୍ଡା  ଓଡ଼ିଶାରୁ ୩୦ ଜଣ ଯୁବକଙ୍କୁ ଏହି ଯାତ୍ରାରେ ସାମିଲ କରାଯାଇଛି
    1
    ୧୮୦୦ କିଲୋମିଟର ଯାତ୍ରାରେ ୩ ମନ୍ତ୍ର ଯଥା ଜଳ, ଜନ ଏବଂ ସେବାକୁ ଗୁରୁତ୍ୱ ଦିଆଯାଇଛି: ଅଭିଳାଷ ପଣ୍ଡା
	ଓଡ଼ିଶାରୁ ୩୦ ଜଣ ଯୁବକଙ୍କୁ ଏହି ଯାତ୍ରାରେ ସାମିଲ କରାଯାଇଛି
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    16 min ago
  • ମହିମା ପୀଠରେ ନବାନ୍ନ ଖାଇ ନୂଆଁଖାଇ ପାଳିଲେ ମହିମା ଧର୍ମାବଲମ୍ବୀ ସାଧୁସନ୍ଥ କାମାକ୍ଷାନଗର ମହିମା ପୀଠରେ ପାଳିତ ହୋଇଛି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ।‌ ମହିମା ଧର୍ମାବଲମ୍ବୀ ସାଧୁସନ୍ଥ ଓ ସନ୍ୟାସୀନୀମାନେ ନବାନ୍ନ ଖାଇ ଏହି ପର୍ବକୁ ଆନନ୍ଦ ଉଲ୍ଲାସର ସହ ପାଳନ କରିଛନ୍ତି।
    1
    ମହିମା ପୀଠରେ ନବାନ୍ନ ଖାଇ ନୂଆଁଖାଇ ପାଳିଲେ ମହିମା ଧର୍ମାବଲମ୍ବୀ ସାଧୁସନ୍ଥ 
କାମାକ୍ଷାନଗର ମହିମା ପୀଠରେ ପାଳିତ ହୋଇଛି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ।‌ ମହିମା ଧର୍ମାବଲମ୍ବୀ ସାଧୁସନ୍ଥ ଓ ସନ୍ୟାସୀନୀମାନେ ନବାନ୍ନ ଖାଇ ଏହି ପର୍ବକୁ ଆନନ୍ଦ ଉଲ୍ଲାସର ସହ ପାଳନ କରିଛନ୍ତି।
    user_Nrusingh Barik
    Nrusingh Barik
    Photographer ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    1 hr ago
  • ଯୋରନ୍ଦା ରେ ସୋଲାର କରେଣ୍ଟ ଖାଇ ଚାଷୀ ବାବାଲି ସେଠି ଆହlତ
    1
    ଯୋରନ୍ଦା ରେ ସୋଲାର କରେଣ୍ଟ ଖାଇ ଚାଷୀ ବାବାଲି ସେଠି ଆହlତ
    user_Tapasdas 6372788705
    Tapasdas 6372788705
    Photographer Dhenkanal Sadar, Odisha•
    13 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.