logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ସରକାରୀ ଓ ପ୍ରଶାସନ ନିର୍ଦ୍ଦେଶକୁ ବେଖାତିର,ଖୁଲାମଖୁଲା ପ୍ଳାଷ୍ଟର ଅଫ୍ ପ୍ୟାରିସ ମୂର୍ତ୍ତି ନିର୍ମାଣ ଓ ବିକ୍ରି l

1 hr ago
user_ଅଖିଳ କୁମାର ପଟ୍ଟନାୟକ
ଅଖିଳ କୁମାର ପଟ୍ଟନାୟକ
ଗଞ୍ଜାମ, ଗଞ୍ଜାମ, ଓଡ଼ିଶା•
1 hr ago
a8b09893-7c0e-4871-8368-d9464ae9a359
df94b03f-fe96-42f4-b94f-441521f8808a
8ad3e80b-d1e3-42f4-9fc9-0f41acefeb76
f59fe1a8-b6fe-499c-83d9-c6b371413ee4

ସରକାରୀ ଓ ପ୍ରଶାସନ ନିର୍ଦ୍ଦେଶକୁ ବେଖାତିର,ଖୁଲାମଖୁଲା ପ୍ଳାଷ୍ଟର ଅଫ୍ ପ୍ୟାରିସ ମୂର୍ତ୍ତି ନିର୍ମାଣ ଓ ବିକ୍ରି l

More news from Ganjam and nearby areas
  • ଆସିକା : ମୁସଲିମ ସମ୍ପ୍ରଦାୟ ପକ୍ଷରୁ ଆସିକା ରେ ମହମ୍ମଦଙ୍କ ୧୫୦୧ ତମ ଜନ୍ମଦିନ ଇଦ-ମିଲାଦୁନ୍ ନବୀ ପାଳିତ ଆଜି ମହାପୁରୁଷ ମହମ୍ମଦଙ୍କ ୧୫୦୧ ତମ ଜନ୍ମଦିନ ଭାବେ ଇଦ୍-ମିଲାଦୁନ୍ ନବୀ ଧୁମଧାମ ରେ ଗଞ୍ଜାମ ଜିଲ୍ଲାରେ ପାଳିତ ହୋଇଯାଇଛି। ଜିଲ୍ଲାର ବ୍ରହ୍ମପୁର, ଆସିକା, ଛତ୍ରପୁର, ଖଲ୍ଲିକୋଟ, ବୁଢ଼ାମ୍ବ, ସୋରଡ଼ା, ଭଞ୍ଜନଗର ଆଦି ସ୍ଥାନରେ ଇଦ-ମିଲାଦୁନ୍ ନବୀ ଅବସରରେ ସହର ପରିକ୍ରମା କରିବା ସହ ମହାପୁରୁଷ ମହମ୍ମଦ ଜୀବନୀ ଉପରେ ଚର୍ଚ୍ଚା କରାଯାଇ ଥିଲା। ସେହିଭଳି ଆସିକା ଜାମିଆ ମସଜିଦ ପକ୍ଷରୁ ଏକ ବିରାଟ ଶୋଭାଯାତ୍ରା ବାହାରି ସହରର ବିଭିନ୍ନ ୱାର୍ଡ ପରିକ୍ରମା କରାଯାଇଥିଲା ପରେ ମିଷ୍ଟାନ୍ନ ବଣ୍ଟନ କରାଯିବା ସହ ମଧ୍ୟାନ୍ନ ରେ (ଲଙ୍ଗର) ବା ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଥିଲା। ଆସିକା ଜାମିଆ ମସଜିଦର ସାହି ଇମାମ ସାନାୱାଜ୍ ହୁସେନ ମହାପୁରୁଷ ମହମ୍ମଦଙ୍କ ଜୀବନୀ ଉପରେ ଚର୍ଚ୍ଚା କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ବରିଷ୍ଠ ସାମ୍ବାଦିକ ମୁନାଫ ସରିଫ, ଇମାମା ଅବଦୁଲ ମାନାନ୍ ସାହେବ, ଶେଖ ସାଜିଦ, ନାଶେର ସାରିଫ, ମେହେମୁଦ ସାରିଫ,ୱାଲି ମହମ୍ମଦ, ଅବଦୁସ ସମ୍ମି, ଅବଦୁଲ ରିଜୱାନ, ରାଶିଦ ଅଲ୍ଲୀ, ସୟଦ ଇମିତାଜ, ହୁସେନ ସରିଫ,ମେହେମୁଦ ଖାନ, ଅଲ୍ଲୀଖାନ, ଆବୁ ଖାନ, ସୟଦ ୱାସିମ, ଶେଖ ଆସଲାମ, ରିଆଜ ମହମ୍ମଦଙ୍କ ସମେତ ଆସିକା ଓ କୋଟିନଡ଼ା ଅଞ୍ଚଳର ବହୁ ମୁସଲିମ ସମ୍ପ୍ରଦାୟର ଲୋକେ ଅଂଶ ଗ୍ରହଣ କରିଥିଲେ। ଆସିକା ଥାନା ପକ୍ଷରୁ ପୋଲିସ ସୁରକ୍ଷାର ର ବନ୍ଦୋବସ୍ତ କରାଯାଇଥିଲା।
    1
    ଆସିକା : ମୁସଲିମ ସମ୍ପ୍ରଦାୟ ପକ୍ଷରୁ ଆସିକା ରେ ମହମ୍ମଦଙ୍କ ୧୫୦୧ ତମ ଜନ୍ମଦିନ ଇଦ-ମିଲାଦୁନ୍  ନବୀ ପାଳିତ
ଆଜି ମହାପୁରୁଷ ମହମ୍ମଦଙ୍କ ୧୫୦୧ ତମ ଜନ୍ମଦିନ ଭାବେ ଇଦ୍-ମିଲାଦୁନ୍ ନବୀ ଧୁମଧାମ ରେ ଗଞ୍ଜାମ ଜିଲ୍ଲାରେ ପାଳିତ ହୋଇଯାଇଛି। ଜିଲ୍ଲାର ବ୍ରହ୍ମପୁର, ଆସିକା, ଛତ୍ରପୁର, ଖଲ୍ଲିକୋଟ, ବୁଢ଼ାମ୍ବ, ସୋରଡ଼ା, ଭଞ୍ଜନଗର ଆଦି ସ୍ଥାନରେ ଇଦ-ମିଲାଦୁନ୍ ନବୀ ଅବସରରେ ସହର ପରିକ୍ରମା କରିବା ସହ ମହାପୁରୁଷ ମହମ୍ମଦ ଜୀବନୀ ଉପରେ ଚର୍ଚ୍ଚା କରାଯାଇ ଥିଲା। ସେହିଭଳି ଆସିକା ଜାମିଆ ମସଜିଦ ପକ୍ଷରୁ ଏକ ବିରାଟ ଶୋଭାଯାତ୍ରା ବାହାରି ସହରର ବିଭିନ୍ନ ୱାର୍ଡ ପରିକ୍ରମା କରାଯାଇଥିଲା ପରେ ମିଷ୍ଟାନ୍ନ ବଣ୍ଟନ କରାଯିବା ସହ ମଧ୍ୟାନ୍ନ ରେ (ଲଙ୍ଗର) ବା ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଥିଲା। ଆସିକା ଜାମିଆ ମସଜିଦର ସାହି ଇମାମ ସାନାୱାଜ୍ ହୁସେନ ମହାପୁରୁଷ ମହମ୍ମଦଙ୍କ ଜୀବନୀ ଉପରେ ଚର୍ଚ୍ଚା କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ବରିଷ୍ଠ ସାମ୍ବାଦିକ ମୁନାଫ ସରିଫ, ଇମାମା ଅବଦୁଲ ମାନାନ୍ ସାହେବ, ଶେଖ ସାଜିଦ, ନାଶେର ସାରିଫ, ମେହେମୁଦ ସାରିଫ,ୱାଲି ମହମ୍ମଦ, ଅବଦୁସ ସମ୍ମି, ଅବଦୁଲ ରିଜୱାନ, ରାଶିଦ ଅଲ୍ଲୀ, ସୟଦ ଇମିତାଜ, ହୁସେନ ସରିଫ,ମେହେମୁଦ ଖାନ, ଅଲ୍ଲୀଖାନ, ଆବୁ ଖାନ, ସୟଦ ୱାସିମ, ଶେଖ ଆସଲାମ, ରିଆଜ ମହମ୍ମଦଙ୍କ ସମେତ ଆସିକା ଓ କୋଟିନଡ଼ା ଅଞ୍ଚଳର ବହୁ ମୁସଲିମ ସମ୍ପ୍ରଦାୟର ଲୋକେ ଅଂଶ ଗ୍ରହଣ କରିଥିଲେ। ଆସିକା ଥାନା ପକ୍ଷରୁ ପୋଲିସ ସୁରକ୍ଷାର ର ବନ୍ଦୋବସ୍ତ କରାଯାଇଥିଲା।
    user_Pitabas dash
    Pitabas dash
    Asika, Ganjam•
    20 hrs ago
  • ବୁଗୁଡ଼ା ୱାର୍ଡ଼ ନଂ 12 ରେ ଅବସ୍ଥିତ ମା ସନ୍ତୋଷୀ ମନ୍ଦିର ମାଆ ଙ୍କ ମନ୍ଦିର ର କିଛି ଦୃଶ୍ୟ
    1
    ବୁଗୁଡ଼ା ୱାର୍ଡ଼ ନଂ 12 ରେ ଅବସ୍ଥିତ ମା ସନ୍ତୋଷୀ ମନ୍ଦିର ମାଆ ଙ୍କ ମନ୍ଦିର ର କିଛି ଦୃଶ୍ୟ
    user_Sanatan dakua
    Sanatan dakua
    Graphic designer ବୁଗୁଡ଼ା, ଗଞ୍ଜାମ, ଓଡ଼ିଶା•
    19 min ago
  • ଭଞ୍ଜନଗରରେ ସାଙ୍ଗଠନିକ ଜିଲ୍ଲା ସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା... #ଭଞ୍ଜନଗର #ତିରଙ୍ଗାଯାତ୍ରା #ତିରଙ୍ଗାଶୋଭାଯାତ୍ରା #ସ୍ୱାଧୀନତାଦିବସ #ଦେଶପ୍ରେମ #ଜାତୀୟଏକତା #ହରଘରତିରଙ୍ଗା #ଆମତିରଙ୍ଗା #ଘୁମୁସର #ଭଞ୍ଜନଗରଖବର #ଗଞ୍ଜାମଖବର #OdishaNews #Bhanjanagar #GanjamNews #TirangaYatra #IndependenceDay #HarGharTiranga #ProudIndian 🇮🇳
    1
    ଭଞ୍ଜନଗରରେ ସାଙ୍ଗଠନିକ ଜିଲ୍ଲା ସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା...
#ଭଞ୍ଜନଗର #ତିରଙ୍ଗାଯାତ୍ରା #ତିରଙ୍ଗାଶୋଭାଯାତ୍ରା #ସ୍ୱାଧୀନତାଦିବସ #ଦେଶପ୍ରେମ #ଜାତୀୟଏକତା
#ହରଘରତିରଙ୍ଗା #ଆମତିରଙ୍ଗା #ଘୁମୁସର #ଭଞ୍ଜନଗରଖବର
#ଗଞ୍ଜାମଖବର #OdishaNews #Bhanjanagar #GanjamNews #TirangaYatra #IndependenceDay
#HarGharTiranga #ProudIndian 🇮🇳
    user_GANESH PANlGRAHl
    GANESH PANlGRAHl
    ସାମ୍ବାଦିକ ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    9 hrs ago
  • ‘ଛାତ୍ର ସଂସଦ ନିର୍ବାଚନ ନିଶ୍ଚିତ’ ଖୁବଶୀଘ୍ର ଆରମ୍ଭ ହେବ ଛାତ୍ରସଂସଦ ନିର୍ବାଚନ । ଏନେଇ ସୂଚନା ଦେଇଛନ୍ତି ବିଜେପି ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଅଭିଳାଷ ପଣ୍ଡା ।
    1
    ‘ଛାତ୍ର ସଂସଦ ନିର୍ବାଚନ ନିଶ୍ଚିତ’
ଖୁବଶୀଘ୍ର ଆରମ୍ଭ ହେବ ଛାତ୍ରସଂସଦ ନିର୍ବାଚନ । ଏନେଇ ସୂଚନା ଦେଇଛନ୍ତି ବିଜେପି ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଅଭିଳାଷ ପଣ୍ଡା ।
    user_Soren kumar Pradhan
    Soren kumar Pradhan
    Local News Reporter ବୁଗୁଡ଼ା, ଗଞ୍ଜାମ, ଓଡ଼ିଶା•
    22 hrs ago
  • ନିରାକାରାପୁର ଜଗନ୍ନାଥ ମନ୍ଦିର ତୃତୀୟ ଦିବସ ଝୁଲଣ ଉତ୍ସବରେ ବହୁ ଭକଙ୍କ ସମାଗମ ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ସ୍ଥିତ ଅଗ୍ରଣୀ ଧର୍ମାନୁଷ୍ଠାନ ଜଗନ୍ନାଥ ମନ୍ଦିର ଟ୍ରଷ୍ଟ ପକ୍ଷରୁ ଚଳିତ ବର୍ଷ ଝୁଲଣ ଉତ୍ସବ ଜାରୀ ରହିଛି ।ତୃତୀୟ ଦିବସ ଅବସରରେ ଶ୍ରୀ ଜଗନ୍ନାଥ ମନ୍ଦିର ପରିସରରେ ସନ୍ଧ୍ୟା ସମୟରେ ମହାପ୍ରଭୁ ଙ୍କ ଝୁଲଣ ଉତ୍ସବ ରେ ଠାକୁର ଙ୍କୁ ପୁର୍ବ ପ୍ରସ୍ତୁତି ଅନୁଯାୟୀ ସୁସଜିତ ପଲଙ୍କରେ ବିଭିନ୍ନ ପ୍ରକାରର ସୁବାସିତ ପୁଷ୍ପ ମାଲ୍ୟ ଓ ଅଙ୍ଗ ବତ୍ସ ପରିଧାନ କରି ମଣ୍ଡପ ରେ ଆସିନ ହୋଇଥିଲେ l ହରିବୋଲ ହୁଳହୁଳି ଘଣ୍ଟ କିର୍ତ୍ତନ ରେ କମ୍ପିଥିଲା ମନ୍ଦିର ପରିସର । ଏହି ତୃତୀୟ ଦିବସ କାର୍ଯ୍ୟକ୍ରମ ରେ ଅଞ୍ଚଳର ବହୁ ଭକ୍ତ ସମାଗମ ହୋଇଥିବା ଦେଖିବାକୁ ମିଳିଥିଲା l ଟ୍ରଷ୍ଟ ପକ୍ଷରୁ ଠାକୁର ଙ୍କ ସମସ୍ତ ନିତି ନିୟମ କାର୍ଯ୍ୟକୁ ଵିଧି ଅନୁପାଳନ କରି ତୃତୀୟ ଦିବସ ରେ ପହଞ୍ଚିଛି। ପରିଶେଷରେ ସମସ୍ତ ଭକ୍ତଙ୍କୁ ଠାକୁର ଙ୍କ ପ୍ରସାଦ ବଣ୍ଟନ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ରେ ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହି ଉତ୍ସବ କୁ ସହଯୋଗ କରିଥିଲେ।
    1
    ନିରାକାରାପୁର ଜଗନ୍ନାଥ ମନ୍ଦିର ତୃତୀୟ ଦିବସ ଝୁଲଣ ଉତ୍ସବରେ ବହୁ ଭକଙ୍କ ସମାଗମ
ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ସ୍ଥିତ ଅଗ୍ରଣୀ ଧର୍ମାନୁଷ୍ଠାନ ଜଗନ୍ନାଥ ମନ୍ଦିର ଟ୍ରଷ୍ଟ ପକ୍ଷରୁ ଚଳିତ ବର୍ଷ ଝୁଲଣ ଉତ୍ସବ ଜାରୀ ରହିଛି ।ତୃତୀୟ ଦିବସ ଅବସରରେ ଶ୍ରୀ ଜଗନ୍ନାଥ ମନ୍ଦିର ପରିସରରେ ସନ୍ଧ୍ୟା ସମୟରେ ମହାପ୍ରଭୁ ଙ୍କ ଝୁଲଣ ଉତ୍ସବ ରେ ଠାକୁର ଙ୍କୁ ପୁର୍ବ ପ୍ରସ୍ତୁତି ଅନୁଯାୟୀ ସୁସଜିତ ପଲଙ୍କରେ ବିଭିନ୍ନ ପ୍ରକାରର ସୁବାସିତ ପୁଷ୍ପ ମାଲ୍ୟ ଓ ଅଙ୍ଗ ବତ୍ସ ପରିଧାନ କରି ମଣ୍ଡପ ରେ ଆସିନ ହୋଇଥିଲେ l ହରିବୋଲ ହୁଳହୁଳି ଘଣ୍ଟ କିର୍ତ୍ତନ ରେ କମ୍ପିଥିଲା ମନ୍ଦିର ପରିସର । ଏହି ତୃତୀୟ ଦିବସ କାର୍ଯ୍ୟକ୍ରମ ରେ ଅଞ୍ଚଳର ବହୁ ଭକ୍ତ ସମାଗମ ହୋଇଥିବା ଦେଖିବାକୁ ମିଳିଥିଲା l ଟ୍ରଷ୍ଟ ପକ୍ଷରୁ ଠାକୁର ଙ୍କ ସମସ୍ତ ନିତି ନିୟମ କାର୍ଯ୍ୟକୁ ଵିଧି ଅନୁପାଳନ କରି ତୃତୀୟ ଦିବସ ରେ ପହଞ୍ଚିଛି। ପରିଶେଷରେ ସମସ୍ତ ଭକ୍ତଙ୍କୁ ଠାକୁର ଙ୍କ ପ୍ରସାଦ ବଣ୍ଟନ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ରେ ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହି ଉତ୍ସବ କୁ ସହଯୋଗ କରିଥିଲେ।
    user_ଦୀପକ କୁମାର ପ୍ରଧାନ
    ଦୀପକ କୁମାର ପ୍ରଧାନ
    Pre-school ଟାଙ୍ଗୀ, ଖୋର୍ଦ୍ଧା, ଓଡ଼ିଶା•
    21 hrs ago
  • ବାଙ୍କୀ ରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ବାଙ୍କୀ ରେ ଶୁଖିଲା ରିଲିଫ ବଣ୍ଟନ #spnewstvliveodia #breakingnews #bankingnews ବାଙ୍କୀ ରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ବାଙ୍କୀ ରେ ଶୁଖିଲା ରିଲିଫ ବଣ୍ଟନ #spnewstvliveodia #breakingnews #bankingnews
    1
    ବାଙ୍କୀ ରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ବାଙ୍କୀ ରେ ଶୁଖିଲା ରିଲିଫ ବଣ୍ଟନ #spnewstvliveodia #breakingnews #bankingnews 
ବାଙ୍କୀ ରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ବାଙ୍କୀ ରେ ଶୁଖିଲା ରିଲିଫ ବଣ୍ଟନ #spnewstvliveodia #breakingnews #bankingnews
    user_SP NEWS LIVE ODIA
    SP NEWS LIVE ODIA
    ନୟାଗଡ଼, ନୟାଗଡ଼, ଓଡ଼ିଶା•
    30 min ago
  • ମୋହନା ରେ ଶ୍ରାବଣ ମାସ ଶେଷ ଦିନ ରେ କାଉଡିଆ ଙ୍କ ନଗର ପରିକ୍ରମା କରି ନୀଳକଣ୍ଠେଶ୍ଵର ଶିବ ମନ୍ଦିର ରେ ଜଳାଭିଷେକ କରିଛନ୍ତି
    3
    ମୋହନା ରେ ଶ୍ରାବଣ ମାସ ଶେଷ ଦିନ ରେ କାଉଡିଆ ଙ୍କ ନଗର ପରିକ୍ରମା କରି ନୀଳକଣ୍ଠେଶ୍ଵର ଶିବ ମନ୍ଦିର ରେ ଜଳାଭିଷେକ କରିଛନ୍ତି
    user_Ansubhai Pandey
    Ansubhai Pandey
    ମୋହନା, ଗଜପତି, ଓଡ଼ିଶା•
    5 hrs ago
  • ରକ୍ଷାବନ୍ଧନ (ରାଖି) କେବଳ ଏକ ସୂତା ସୂତା ନୁହେଁ, ଏହା ଭାଇ-ଭଉଣୀଙ୍କ ଆଜୀବନ ସୁରକ୍ଷା, ବିଶ୍ୱାସ ଏବଂ ତ୍ୟାଗର ପ୍ରତୀକ। ​ନ୍ୟୁଜ୍‌ ପୋଷ୍ଟ / ସୋସିଆଲ୍‌ ମିଡିଆ କ୍ୟାପସନ୍‌ ପ୍ରସ୍ତାବ: ​ଶୀର୍ଷକ: "ସମ୍ପର୍କର ସବୁଠୁ ସୁନ୍ଦର ପରିଭାଷା: ଭାଇ-ଭଉଣୀଙ୍କ ନିସ୍ୱାର୍ଥପର ଭଲପାଇବା" ​ଆଜିର ଭୌତିକବାଦୀ ଦୁନିଆରେ ଜିନିଷ ଓ ସମ୍ପର୍କର ମୂଲ୍ୟ ବଦଳିଯାଉଥିଲେ ବି, ଭାଇ-ଭଉଣୀଙ୍କ ଭଲପାଇବା ସଦାସର୍ବଦା ଅମର। ରାଖି କେବଳ ଏକ ପବିତ୍ର ସୂତା ନୁହେଁ, ଏହା ପରସ୍ପରର ଦୁଃଖ-ସୁଖରେ ଛିଡ଼ା ହେବାର ଏକ ଦୃଢ଼ ପ୍ରତିଶ୍ରୁତି। ​ତ୍ୟାଗ ଓ ସମର୍ପଣ: ଭାଇ ତା' ଭଉଣୀର ଖୁସି ପାଇଁ ସବୁକିଛି ସମର୍ପି ଦେବାକୁ ପ୍ରସ୍ତୁତ ଥାଏ, ଏବଂ ଭଉଣୀ ତା' ପ୍ରାର୍ଥନା ଦ୍ୱାରା ଭାଇର ସୁରକ୍ଷା କାମନା କରେ। ​ସମାଜ ପାଇଁ ଶିକ୍ଷା: ବ୍ୟକ୍ତିଗତ ସ୍ୱାର୍ଥରୁ ଊର୍ଦ୍ଧ୍ୱକୁ ଯାଇ ପାରିବାରିକ ସମ୍ପର୍କ ଓ ସ୍ନେହକୁ ସମ୍ମାନ ଦେବା ହିଁ ପ୍ରକୃତ ମାନବିକତା।
    1
    ରକ୍ଷାବନ୍ଧନ (ରାଖି) କେବଳ ଏକ ସୂତା ସୂତା ନୁହେଁ, ଏହା ଭାଇ-ଭଉଣୀଙ୍କ ଆଜୀବନ ସୁରକ୍ଷା, ବିଶ୍ୱାସ ଏବଂ ତ୍ୟାଗର ପ୍ରତୀକ।
​ନ୍ୟୁଜ୍‌ ପୋଷ୍ଟ / ସୋସିଆଲ୍‌ ମିଡିଆ କ୍ୟାପସନ୍‌ ପ୍ରସ୍ତାବ:
​ଶୀର୍ଷକ: "ସମ୍ପର୍କର ସବୁଠୁ ସୁନ୍ଦର ପରିଭାଷା: ଭାଇ-ଭଉଣୀଙ୍କ ନିସ୍ୱାର୍ଥପର ଭଲପାଇବା"
​ଆଜିର ଭୌତିକବାଦୀ ଦୁନିଆରେ ଜିନିଷ ଓ ସମ୍ପର୍କର ମୂଲ୍ୟ ବଦଳିଯାଉଥିଲେ ବି, ଭାଇ-ଭଉଣୀଙ୍କ ଭଲପାଇବା ସଦାସର୍ବଦା ଅମର। ରାଖି କେବଳ ଏକ ପବିତ୍ର ସୂତା ନୁହେଁ, ଏହା ପରସ୍ପରର ଦୁଃଖ-ସୁଖରେ ଛିଡ଼ା ହେବାର ଏକ ଦୃଢ଼ ପ୍ରତିଶ୍ରୁତି।
​ତ୍ୟାଗ ଓ ସମର୍ପଣ: ଭାଇ ତା' ଭଉଣୀର ଖୁସି ପାଇଁ ସବୁକିଛି ସମର୍ପି ଦେବାକୁ ପ୍ରସ୍ତୁତ ଥାଏ, ଏବଂ ଭଉଣୀ ତା' ପ୍ରାର୍ଥନା ଦ୍ୱାରା ଭାଇର ସୁରକ୍ଷା କାମନା କରେ।
​ସମାଜ ପାଇଁ ଶିକ୍ଷା: ବ୍ୟକ୍ତିଗତ ସ୍ୱାର୍ଥରୁ ଊର୍ଦ୍ଧ୍ୱକୁ ଯାଇ ପାରିବାରିକ ସମ୍ପର୍କ ଓ ସ୍ନେହକୁ ସମ୍ମାନ ଦେବା ହିଁ ପ୍ରକୃତ ମାନବିକତା।
    user_Sanatan dakua
    Sanatan dakua
    Graphic designer ବୁଗୁଡ଼ା, ଗଞ୍ଜାମ, ଓଡ଼ିଶା•
    7 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.