logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ସୁବର୍ଣ୍ଣପୁର ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା, ସୁବର୍ଣ୍ଣପୁର ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା l ସୁବର୍ଣ୍ଣପୁର ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା l ସୁବର୍ଣ୍ଣପୁର,ସୁବର୍ଣ୍ଣପୁର ଜିଲ୍ଲାର ନୃତ୍ୟ ଓ ସଂଗୀତ ଅନୁଷ୍ଠାନ ଭୀମ ଭୋଇ କଳା ପରିଷଦ ତରଫରୁ ମାନନୀୟ ଜିଲ୍ଲପାଳ ଡ଼. ନୃପରାଜ ସାହୁଙ୍କୁ ଭଵ୍ୟ ସମ୍ୱର୍ଦ୍ଧନା ଦିଆଯାଇଥିଲା l ଆଡ଼ଭୋକେଟ ଶ୍ୟାମ ଓଁ ପ୍ରସାଦ ମିଶ୍ରଙ୍କ ସଂଯୋଜନା ରେ ଅନୁଷ୍ଠିତ ସମ୍ବର୍ଦ୍ଧନା ଉତ୍ସବ ରେ ସମ୍ମାନିତ ଅତିଥି ଭାବରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାୟକ, ସମାଜ ସେଵୀ ଶ୍ରୀବତ୍ସ ମଲ୍ଲିକ, ଓରମାସ ସିଇଓ ସମୀର କୁମାର ନାୟକ ଓ ପଏଁରୀ ସମ୍ପାଦକ ଚୌଧୁରୀ ବିଭାର ଉପସ୍ଥିତ ଥିଲେ l ସମ୍ପାଦକ ଉମେଶ କୁମ୍ଭାରଙ୍କ ନିର୍ଦ୍ଦେଶନା ରେ ଅତିଥି ମାନଙ୍କ ଉଦ୍ଦେଶ୍ୟ ରେ ସୁନ୍ଦର ସ୍ୱାଗତ ସଂଗୀତ ପରିବେଷଣ ହେଇଥିଲା l ଜିଲ୍ଲାପାଳ ତାଙ୍କ ଭାବ ବିହଳ ବାର୍ତ୍ତା ରେ କହିଥିଲେ ଏ ମାଟି କୁ ଆସିଲା ପରେ ମାଟିର ବାସ୍ନା ମୋତେ ବିଭୋର କରିଛି ଏବଂ ମୁଁ ଏଇ ଅନୁଷ୍ଠାନରୁ ଗୀତ ଗାଇବା ଶିଖିଛି l ଉମେଶ ବାବୁ ସବୁ ବେଳେ ଗୀତ ଗାଇବା ପାଇଁ ମୋତେ ପ୍ରେରଣା ଦେଇଛନ୍ତି ତାଙ୍କୁ ମୁଁ କେବେ ଭୁଲି ପାରିବିନି ଅନୁଷ୍ଠାନ କୁ ଏବଂ ସମସ୍ତ ସଦସ୍ୟ ଓ ସଦସ୍ୟା ମାନଙ୍କୁ l ଶେଷରେ ସଭାପତି ପ୍ରତ୍ୟୁଷ କୁମାର ମେହେର ଧନ୍ୟବାଦ ଦେଇଥିଲେ l ରିପୋର୍ଟ -- ଉଗ୍ରସେନ କର୍ମୀ, ସୁବର୍ଣ୍ଣପୁର

3 hrs ago
user_Santosh Nayak PRESS
Santosh Nayak PRESS
Local News Reporter Balangir, Odisha•
3 hrs ago
07f32cf3-adc0-40ab-aff9-81da5d163ac0

ସୁବର୍ଣ୍ଣପୁର ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା, ସୁବର୍ଣ୍ଣପୁର ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା l ସୁବର୍ଣ୍ଣପୁର ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା l ସୁବର୍ଣ୍ଣପୁର,ସୁବର୍ଣ୍ଣପୁର ଜିଲ୍ଲାର ନୃତ୍ୟ ଓ ସଂଗୀତ ଅନୁଷ୍ଠାନ ଭୀମ ଭୋଇ କଳା ପରିଷଦ ତରଫରୁ ମାନନୀୟ ଜିଲ୍ଲପାଳ ଡ଼. ନୃପରାଜ ସାହୁଙ୍କୁ ଭଵ୍ୟ ସମ୍ୱର୍ଦ୍ଧନା ଦିଆଯାଇଥିଲା l ଆଡ଼ଭୋକେଟ ଶ୍ୟାମ ଓଁ ପ୍ରସାଦ ମିଶ୍ରଙ୍କ ସଂଯୋଜନା ରେ ଅନୁଷ୍ଠିତ ସମ୍ବର୍ଦ୍ଧନା ଉତ୍ସବ ରେ ସମ୍ମାନିତ ଅତିଥି ଭାବରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାୟକ, ସମାଜ ସେଵୀ ଶ୍ରୀବତ୍ସ ମଲ୍ଲିକ, ଓରମାସ ସିଇଓ ସମୀର କୁମାର ନାୟକ ଓ ପଏଁରୀ ସମ୍ପାଦକ ଚୌଧୁରୀ ବିଭାର ଉପସ୍ଥିତ ଥିଲେ l ସମ୍ପାଦକ ଉମେଶ କୁମ୍ଭାରଙ୍କ ନିର୍ଦ୍ଦେଶନା ରେ ଅତିଥି ମାନଙ୍କ ଉଦ୍ଦେଶ୍ୟ ରେ ସୁନ୍ଦର ସ୍ୱାଗତ ସଂଗୀତ ପରିବେଷଣ ହେଇଥିଲା l ଜିଲ୍ଲାପାଳ ତାଙ୍କ ଭାବ ବିହଳ ବାର୍ତ୍ତା ରେ କହିଥିଲେ ଏ ମାଟି କୁ ଆସିଲା ପରେ ମାଟିର ବାସ୍ନା ମୋତେ ବିଭୋର କରିଛି ଏବଂ ମୁଁ ଏଇ ଅନୁଷ୍ଠାନରୁ ଗୀତ ଗାଇବା ଶିଖିଛି l ଉମେଶ ବାବୁ ସବୁ ବେଳେ ଗୀତ ଗାଇବା ପାଇଁ ମୋତେ ପ୍ରେରଣା ଦେଇଛନ୍ତି ତାଙ୍କୁ ମୁଁ କେବେ ଭୁଲି ପାରିବିନି ଅନୁଷ୍ଠାନ କୁ ଏବଂ ସମସ୍ତ ସଦସ୍ୟ ଓ ସଦସ୍ୟା ମାନଙ୍କୁ l ଶେଷରେ ସଭାପତି ପ୍ରତ୍ୟୁଷ କୁମାର ମେହେର ଧନ୍ୟବାଦ ଦେଇଥିଲେ l ରିପୋର୍ଟ -- ଉଗ୍ରସେନ କର୍ମୀ, ସୁବର୍ଣ୍ଣପୁର

More news from Odisha and nearby areas
  • ଭୂଆସୁଣୀ ପାହାଡ଼ ରେ ବେଆଇନ ଖନନ ଓ ଲୁଟ ଅଭିଯୋଗ, ପୂର୍ବ ରୁ ଲିଜ ନେଇ ବ୍ୟାପକ ଜାଲିଆତି। ଭୂଆସୁଣୀ ପାହାଡ଼ ରେ ବେଆଇନ ଖନନ ଓ ଲୁଟ ଅଭିଯୋଗ, ପୂର୍ବ ରୁ ଲିଜ ନେଇ ବ୍ୟାପକ ଜାଲିଆତି।
    1
    ଭୂଆସୁଣୀ ପାହାଡ଼ ରେ ବେଆଇନ ଖନନ ଓ ଲୁଟ ଅଭିଯୋଗ, ପୂର୍ବ ରୁ ଲିଜ ନେଇ ବ୍ୟାପକ ଜାଲିଆତି।
ଭୂଆସୁଣୀ ପାହାଡ଼ ରେ ବେଆଇନ ଖନନ ଓ ଲୁଟ ଅଭିଯୋଗ, ପୂର୍ବ ରୁ ଲିଜ ନେଇ ବ୍ୟାପକ ଜାଲିଆତି।
    user_Santosh Nayak PRESS
    Santosh Nayak PRESS
    Local News Reporter Balangir, Odisha•
    3 hrs ago
  • Post by ସାମ୍ବାଦିକ Biswamitra padhi
    1
    Post by ସାମ୍ବାଦିକ Biswamitra padhi
    user_ସାମ୍ବାଦିକ Biswamitra padhi
    ସାମ୍ବାଦିକ Biswamitra padhi
    Farmer କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    1 hr ago
  • ଏ ହେଉଛି କଣ୍ଟାମାଳ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବିକଳ ଚିତ୍ର । ରୋଗୀଙ୍କୁ ଖାଲି ବେଡରେ ଚିକିତ୍ସା, ଚଦର ଗଲା କୁଆଡ଼େ?
    1
    ଏ ହେଉଛି କଣ୍ଟାମାଳ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବିକଳ ଚିତ୍ର । ରୋଗୀଙ୍କୁ ଖାଲି ବେଡରେ ଚିକିତ୍ସା, ଚଦର ଗଲା କୁଆଡ଼େ?
    user_Prabhat Sahu
    Prabhat Sahu
    Local News Reporter କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    2 hrs ago
  • ୧ କ୍ୟୁଣ୍ଟାଲ ୪୬୦ ଗ୍ରାମ ଗଞ୍ଜେଇ ଜବତ ଘଟଣା ସ୍ଥଳକୁ ପୋଲିସ ଆସୁଥିବା ଜାଣି ପାରି ଚାଲାଣ କାରୀ ଫେରାର l ୧ କ୍ୟୁଣ୍ଟାଲ ୪୬୦ ଗ୍ରାମ ଗଞ୍ଜେଇ ଜବତ ଘଟଣା ସ୍ଥଳକୁ ପୋଲିସ ଆସୁଥିବା ଜାଣି ପାରି ଚାଲାଣ କାରୀ ଫେରାର l ବୌଦ୍ଧ:ବୌଦ୍ଧ ଜିଲ୍ଲାର ମନମୁଣ୍ଡା ଥାନା ଅଞ୍ଚଳରୁ ପୁଣିଥରେ ବିପୁଳ ପରିମାଣର ଗଞ୍ଜେଇ ଜବତ। ପେଟ୍ରୋଲିଙ୍ଗ ସମୟରେ ପୋଲିସ ଦୁଇଟି ବସ୍ତାରୁ ୧ କ୍ୟୁଣ୍ଟାଲ ୪୬୦ ଗ୍ରାମ ଗଞ୍ଜେଇ ଜବତ କରିଛି। ତେବେ ଘଟଣାସ୍ଥଳରୁ ଗଞ୍ଜେଇ ଚାଲାଣରେ ସମ୍ପୃକ୍ତ କିଛି ଲୋକ ଫେରାର ହୋଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ ବୁଧବାର ଦିନ ମନମୁଣ୍ଡା ଥାନା ପୋଲିସ ର ଏକ ଟିମ୍ ପେଟ୍ରୋଲିଙ୍ଗ କରୁଥିବା ସମୟରେ ସିଙ୍ଗାଡ଼ି ଗ୍ରାମ ନିକଟସ୍ଥ ଅଞ୍ଚଳରେ ସନ୍ଦେହଜନକ ଭାବେ ରଖାଯାଇଥିବା ଦୁଇଟି ବସ୍ତା ଉପରେ ନଜର ପଡ଼ିଥିଲା। ପରେ ପୋଲିସ ଉକ୍ତ ବସ୍ତାଗୁଡ଼ିକ ଯାଞ୍ଚ କରିବାରୁ ସେଥିରୁ ଗଞ୍ଜେଇ ମିଳିଥିଲା। ସାକ୍ଷୀମାନଙ୍କ ଉପସ୍ଥିତିରେ ଗଞ୍ଜେଇ ଓଜନ କରାଯିବାରୁ ମୋଟ ୧ କ୍ୟୁଣ୍ଟାଲ ୪୬୦ ଗ୍ରାମ ହୋଇଥିବା ଜଣାପଡ଼ିଛି l ଘଟଣାସ୍ଥଳରେ ଗଞ୍ଜେଇ ଚାଲାଣ ପାଇଁ କିଛି ଲୋକ ଗଞ୍ଜେଇ ଗଚ୍ଛିତ ରଖି ଥିବା ପୋଲିସ ଜାଣିବାକୁ ପାଇଥିଲେ। ତେବେ ପୋଲିସ ଆସୁଥିବା ଜାଣି ପାରି ଚାଲାଣ କାରୀ ମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଏହି ଘଟଣାରେ ମନମୁଣ୍ଡା ଥାନାରେ କେସ୍ ନମ୍ବର ୩୪୫/୨୬ରେ ଏନ୍‌ଡିପିଏସ୍ ଆକ୍ଟର ଧାରା ୨୦(ବି)(ii)(C) ଅନୁଯାୟୀ ମାମଲା ରୁଜୁ କରାଯାଇଛି। ଫେରାର ଥିବା ବ୍ୟକ୍ତିମାନଙ୍କୁ ଧରିବା ସହ ଘଟଣାର ଅଧିକ ତଦନ୍ତ ଚାଲିଛି। ସୂଚନା ଅନୁସାରେ, ଗତ ଦୁଇ ମାସ ମଧ୍ୟରେ ମନମୁଣ୍ଡା ପୋଲିସ ପକ୍ଷରୁ ମୋଟ ୧୧ଟି ମାମଲା ରୁଜୁ କରାଯାଇ ୩୨ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି। ଏହାସହ ୩୯୦୦କ୍ୟୁଣ୍ଟାଲ ଗଞ୍ଜେଇ ଓ ୯ ଗୋଟି ବନ୍ଧୁକ,ଚାଲାଣରେ ବ୍ୟବହୃତ ଯାନବାହନ ମଧ୍ୟ ଜବତ କରାଯାଇଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି।
    1
    ୧ କ୍ୟୁଣ୍ଟାଲ ୪୬୦ ଗ୍ରାମ ଗଞ୍ଜେଇ ଜବତ ଘଟଣା ସ୍ଥଳକୁ ପୋଲିସ ଆସୁଥିବା ଜାଣି ପାରି ଚାଲାଣ କାରୀ ଫେରାର l 

୧ କ୍ୟୁଣ୍ଟାଲ ୪୬୦ ଗ୍ରାମ ଗଞ୍ଜେଇ ଜବତ ଘଟଣା ସ୍ଥଳକୁ ପୋଲିସ ଆସୁଥିବା ଜାଣି ପାରି ଚାଲାଣ କାରୀ ଫେରାର l 
ବୌଦ୍ଧ:ବୌଦ୍ଧ ଜିଲ୍ଲାର ମନମୁଣ୍ଡା ଥାନା ଅଞ୍ଚଳରୁ ପୁଣିଥରେ ବିପୁଳ ପରିମାଣର ଗଞ୍ଜେଇ ଜବତ। ପେଟ୍ରୋଲିଙ୍ଗ ସମୟରେ ପୋଲିସ ଦୁଇଟି ବସ୍ତାରୁ ୧ କ୍ୟୁଣ୍ଟାଲ ୪୬୦ ଗ୍ରାମ ଗଞ୍ଜେଇ ଜବତ କରିଛି। ତେବେ ଘଟଣାସ୍ଥଳରୁ ଗଞ୍ଜେଇ ଚାଲାଣରେ ସମ୍ପୃକ୍ତ କିଛି ଲୋକ ଫେରାର ହୋଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ ବୁଧବାର ଦିନ ମନମୁଣ୍ଡା ଥାନା ପୋଲିସ ର ଏକ ଟିମ୍ ପେଟ୍ରୋଲିଙ୍ଗ କରୁଥିବା ସମୟରେ ସିଙ୍ଗାଡ଼ି ଗ୍ରାମ ନିକଟସ୍ଥ ଅଞ୍ଚଳରେ ସନ୍ଦେହଜନକ ଭାବେ ରଖାଯାଇଥିବା ଦୁଇଟି ବସ୍ତା ଉପରେ ନଜର ପଡ଼ିଥିଲା। ପରେ ପୋଲିସ ଉକ୍ତ ବସ୍ତାଗୁଡ଼ିକ ଯାଞ୍ଚ କରିବାରୁ ସେଥିରୁ ଗଞ୍ଜେଇ ମିଳିଥିଲା। ସାକ୍ଷୀମାନଙ୍କ ଉପସ୍ଥିତିରେ ଗଞ୍ଜେଇ ଓଜନ କରାଯିବାରୁ ମୋଟ ୧ କ୍ୟୁଣ୍ଟାଲ ୪୬୦ ଗ୍ରାମ ହୋଇଥିବା ଜଣାପଡ଼ିଛି l ଘଟଣାସ୍ଥଳରେ ଗଞ୍ଜେଇ ଚାଲାଣ ପାଇଁ କିଛି ଲୋକ ଗଞ୍ଜେଇ ଗଚ୍ଛିତ ରଖି ଥିବା ପୋଲିସ ଜାଣିବାକୁ ପାଇଥିଲେ। ତେବେ ପୋଲିସ ଆସୁଥିବା ଜାଣି ପାରି ଚାଲାଣ କାରୀ ମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଏହି ଘଟଣାରେ ମନମୁଣ୍ଡା ଥାନାରେ କେସ୍ ନମ୍ବର ୩୪୫/୨୬ରେ ଏନ୍‌ଡିପିଏସ୍ ଆକ୍ଟର ଧାରା ୨୦(ବି)(ii)(C) ଅନୁଯାୟୀ ମାମଲା ରୁଜୁ କରାଯାଇଛି। ଫେରାର ଥିବା ବ୍ୟକ୍ତିମାନଙ୍କୁ ଧରିବା ସହ ଘଟଣାର ଅଧିକ ତଦନ୍ତ ଚାଲିଛି।
ସୂଚନା ଅନୁସାରେ, ଗତ ଦୁଇ ମାସ ମଧ୍ୟରେ ମନମୁଣ୍ଡା ପୋଲିସ ପକ୍ଷରୁ ମୋଟ ୧୧ଟି ମାମଲା ରୁଜୁ କରାଯାଇ ୩୨ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି। ଏହାସହ ୩୯୦୦କ୍ୟୁଣ୍ଟାଲ ଗଞ୍ଜେଇ ଓ ୯ ଗୋଟି ବନ୍ଧୁକ,ଚାଲାଣରେ ବ୍ୟବହୃତ ଯାନବାହନ ମଧ୍ୟ ଜବତ କରାଯାଇଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି।
    user_Basudev Sandha
    Basudev Sandha
    Sportswear Shop କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    3 hrs ago
  • ମନମୁଣ୍ଡା ଥାନା ପୋଲିସ ପକ୍ଷରୁ ୧ କ୍ୱିଣ୍ଟାଲ ୪୬୦ ଗ୍ରାମ ଗଞ୍ଜେଇ ଜବତ
    1
    ମନମୁଣ୍ଡା ଥାନା ପୋଲିସ ପକ୍ଷରୁ ୧ କ୍ୱିଣ୍ଟାଲ ୪୬୦ ଗ୍ରାମ ଗଞ୍ଜେଇ ଜବତ
    user_Bansidhar Majhi
    Bansidhar Majhi
    Voice of people କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    18 hrs ago
  • ୧କ୍ୱିଣ୍ଟାଲ ଗଂଜେଇ ଜବତ କଲା ମନମୁଣ୍ଡା ପୋଲିସ , ଘଟଣା ସ୍ଥଳରୁ ମାଫିଆ ଫେରାର ଆଜି ମନମୁଣ୍ଡା ଥାନା ପୋଲିସ ଟିମ ଶଗଡା ଫାଣ୍ଡି ଅନ୍ତର୍ଗତ ସିଗାଡି ଗ୍ରାମ ନିକଟରେ ପେଟ୍ରୋଲିଂ କରୁଥିବା ସମୟରେ ଗ୍ରାମ ଜଙ୍ଗଲ ନିକଟରେ ଚୋରା ଚାଲାଣ ପାଇଁ ରଖା ଯାଇଥିବା ୨ଗୋଟି ବସ୍ତାରେ ଗଞ୍ଜେଇ ପାଇଥିଲେ । ମାଜିଷ୍ଟେଟ ଓ ସାକ୍ଷୀ ମାନଙ୍କର ଉପସ୍ଥିତିରେ ଓଜନ କରିବାରୁ ୧ କୁଇଣ୍ଟାଲ ହୋଇଥିଲା । କିଛି ଅଜଣା ଲୋକ ଉକ୍ତ ଗଞ୍ଜେଇ ପରିବହନ ନିମନ୍ତେ ଗଚ୍ଛିତ ରଖିଥିଲେ । ଏ ନେଇ ମନମୁଣ୍ଡା ଥାନାରେ ୩୪୫/୨୬ରେ ଏକ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ ଜାରି ରହିଥିବା ଥାନା ଅଧିକାରୀ ଚିରଞ୍ଜିବ ବେହେରା ସୂଚନା ଦେଇଛନ୍ତି | ଗତ ଦୁଇ ମାସ ମଧ୍ୟରେ ମନମୁଣ୍ଡା ପୋଲିସ ସମୁଦାୟ ୧୧ ଟି ମାମଲା ରୁଜୁ କରି ୩୨ ଜଣ ଲୋକଙ୍କୁ କୋର୍ଟ ଚାଲାଣ କରିଥିବା ବେଳେ ସମୁଦାୟ ୩୯କୁଇଣ୍ଟାଲ ଗଞ୍ଜେଇ ଓ ୯ ଗୋଟି ବନ୍ଧୁକ ଜବତ କରିଥିବା ସୂଚନା ମିଳିଛି ।
    2
    ୧କ୍ୱିଣ୍ଟାଲ ଗଂଜେଇ ଜବତ କଲା ମନମୁଣ୍ଡା ପୋଲିସ , ଘଟଣା ସ୍ଥଳରୁ ମାଫିଆ ଫେରାର 
ଆଜି ମନମୁଣ୍ଡା ଥାନା ପୋଲିସ ଟିମ ଶଗଡା ଫାଣ୍ଡି ଅନ୍ତର୍ଗତ ସିଗାଡି ଗ୍ରାମ ନିକଟରେ ପେଟ୍ରୋଲିଂ କରୁଥିବା ସମୟରେ ଗ୍ରାମ ଜଙ୍ଗଲ ନିକଟରେ ଚୋରା ଚାଲାଣ ପାଇଁ ରଖା ଯାଇଥିବା ୨ଗୋଟି ବସ୍ତାରେ ଗଞ୍ଜେଇ ପାଇଥିଲେ । ମାଜିଷ୍ଟେଟ ଓ ସାକ୍ଷୀ ମାନଙ୍କର ଉପସ୍ଥିତିରେ ଓଜନ କରିବାରୁ ୧ କୁଇଣ୍ଟାଲ ହୋଇଥିଲା । କିଛି ଅଜଣା ଲୋକ ଉକ୍ତ ଗଞ୍ଜେଇ ପରିବହନ ନିମନ୍ତେ ଗଚ୍ଛିତ ରଖିଥିଲେ । ଏ ନେଇ ମନମୁଣ୍ଡା ଥାନାରେ ୩୪୫/୨୬ରେ ଏକ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ ଜାରି ରହିଥିବା ଥାନା ଅଧିକାରୀ ଚିରଞ୍ଜିବ ବେହେରା ସୂଚନା ଦେଇଛନ୍ତି | ଗତ ଦୁଇ ମାସ ମଧ୍ୟରେ ମନମୁଣ୍ଡା ପୋଲିସ ସମୁଦାୟ ୧୧ ଟି ମାମଲା ରୁଜୁ କରି ୩୨ ଜଣ ଲୋକଙ୍କୁ କୋର୍ଟ ଚାଲାଣ କରିଥିବା ବେଳେ ସମୁଦାୟ ୩୯କୁଇଣ୍ଟାଲ ଗଞ୍ଜେଇ ଓ ୯ ଗୋଟି ବନ୍ଧୁକ ଜବତ କରିଥିବା ସୂଚନା ମିଳିଛି ।
    user_Hrudananda Meher
    Hrudananda Meher
    କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    19 hrs ago
  • ଘଟିପିରି ପ୍ରାଥମିକ କୃଷି ସମବାୟ ସମିତିରେ ଚାଷୀ ପଞ୍ଜିକରଣରେ ଅନିୟମିତତା ଅଭିଯୋଗ। ଘଟିପିରି ପ୍ରାଥମିକ କୃଷି ସମବାୟ ସମିତିରେ ଚାଷୀ ପଞ୍ଜିକରଣରେ ଅନିୟମିତତା ଅଭିଯୋଗ। ତା୨୬-୦୮, ବୁଧବାର,ଘଟିପିରି,ଓଡ଼ାପଡ଼ା,ଢେଙ୍କାନାଳ। ରିପୋର୍ଟ ବିଭୁ ପ୍ରସାଦ ଶତପଥୀ ଢ଼େଙ୍କାନାଳ ଜିଲ୍ଲା ଓଡାପଡ଼ା ବ୍ଲକ ଘଟିପିରି ପ୍ରାଥମିକ କୃଷି ସମବାୟ ସମିତିରେ ଚାଷୀ ପଞ୍ଜିକରଣରେ ଅନିୟମିତତାକୁ ନେଇ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ସୂଚନା ଅନୁଯାୟୀ ଘଟିପିରି ପ୍ରାଥମିକ କୃଷି ସମବାୟ ସମିତିରେ ଘଟିପିରି,ଗୋବିନ୍ଦପ୍ରସାଦ,କଳାଙ୍ଗ ଏବଂ କୋତ୍ତମ ପଞ୍ଚାୟତ ୬୫୦ରୁ ଉର୍ଦ୍ଧ ଚାଷୀ ଧାନ ଦେଇଥାନ୍ତି।ଚଳିତ ବର୍ଷ ସରକାର ଏଗ୍ରୀଷ୍ଟାକ୍ ନିୟମ କୋହଳ କରିବାରେ ୪୦୦ରୁ ଉର୍ଦ୍ଧ୍ବ ଚାଷୀଙ୍କର ପଞ୍ଜିକରଣ କାର୍ଯ୍ୟ ସରିଛି। ଆଉ କିଛି ଚାଷୀଙ୍କର ପଞ୍ଜିକରଣ କରିବାର ସମସ୍ୟା ସୃଷ୍ଟି ହୋଇଥିଲା। ଏହାକୁ ନେଇ ପ୍ରାଥମିକ କୃଷି ସମବାୟ ସମିତିରେ ଚାଷୀ ଏବଂ ସମ୍ପାଦକଙ୍କ ମଧ୍ୟରେ ବଚସା ହୋଇଥିଲା। ଜିଲ୍ଲା ସମବାୟ କାର୍ଯ୍ୟାଳୟ ଏ ସମ୍ପର୍କରେ ଚାଷୀମାନେ ଲିଖିତ ଅଭିଯୋଗ କରିଥିଲେ।ଏହାର ତଦନ୍ତ କରିବା ପାଇଁ ଆଜି ଏସ ଆର ସିଏସ ଏବଂ ବିଭାଗୀୟ ଅଧିକାରୀ ଘଟିପିରି ପ୍ରାଥମିକ କୃଷି ସମବାୟ ସମିତିରେ ପହଞ୍ଚି ଥିଲେ।ସେଠାରେ ସଭାପତି ,ସମ୍ପାଦକ ଓ ଅଭିଯୋଗକାରୀ ଚାଷୀମାନଙ୍କ ସହିତ ଆଲୋଚନା କରାଯାଇଥିଲା। ଅଭିଯୋଗ ଗୁଡ଼ିକର ପୁଙ୍ଖାନୁ ପୁଙ୍ଖ ଭାବରେ ତଦନ୍ତ ପୂର୍ବକ ଏହାକୁ ଉପରିସ୍ଥ ଅଧିକାରୀଙ୍କୁ ଜଣାଇବେ ବୋଲି ଏସ ଆର ସିଏସ କହି ଥିଲାବେଳେ ତୁରନ୍ତ ତଦନ୍ତ କରି ସମ୍ପାଦକଙ୍କୁ ବହିଷ୍କାର କରାଯିବ ନଚେତ ଆନ୍ଦୋଳନାତ୍ମକ ପନ୍ଥା ଅବଲମ୍ବନ କରିବେ ବୋଲି ଚାଷୀମାନେ ଚେତାବନୀ ଦେଇଥିଲେ।ଏସମ୍ପର୍କରେ ସଭାପତି ଏବଂ ସମ୍ପାଦକ ସରକାରଙ୍କ ନୀତିନିୟମ ଅନୁଯାୟୀ ପଞ୍ଜିକରଣ କାର୍ଯ୍ୟ ଚାଲୁଥିଲା ବୋଲି ପ୍ରକାଶ କରିଛନ୍ତି ହେଲେ ଏଥି ପ୍ରତି ବିଭାଗ କି ପ୍ରକାର ପଦକ୍ଷେପ ନେଉଛି ତାହା ଆଗାମୀ ଦିନରେ ଦେଖିବାକୁ ବାକି ରହିଲା।
    1
    ଘଟିପିରି ପ୍ରାଥମିକ କୃଷି ସମବାୟ ସମିତିରେ ଚାଷୀ ପଞ୍ଜିକରଣରେ ଅନିୟମିତତା ଅଭିଯୋଗ।
ଘଟିପିରି ପ୍ରାଥମିକ କୃଷି ସମବାୟ ସମିତିରେ ଚାଷୀ ପଞ୍ଜିକରଣରେ ଅନିୟମିତତା ଅଭିଯୋଗ।
ତା୨୬-୦୮, ବୁଧବାର,ଘଟିପିରି,ଓଡ଼ାପଡ଼ା,ଢେଙ୍କାନାଳ।
ରିପୋର୍ଟ ବିଭୁ ପ୍ରସାଦ ଶତପଥୀ 
ଢ଼େଙ୍କାନାଳ ଜିଲ୍ଲା ଓଡାପଡ଼ା ବ୍ଲକ ଘଟିପିରି ପ୍ରାଥମିକ କୃଷି ସମବାୟ ସମିତିରେ ଚାଷୀ ପଞ୍ଜିକରଣରେ ଅନିୟମିତତାକୁ ନେଇ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ସୂଚନା ଅନୁଯାୟୀ ଘଟିପିରି ପ୍ରାଥମିକ କୃଷି ସମବାୟ ସମିତିରେ ଘଟିପିରି,ଗୋବିନ୍ଦପ୍ରସାଦ,କଳାଙ୍ଗ ଏବଂ କୋତ୍ତମ ପଞ୍ଚାୟତ ୬୫୦ରୁ ଉର୍ଦ୍ଧ ଚାଷୀ ଧାନ ଦେଇଥାନ୍ତି।ଚଳିତ ବର୍ଷ ସରକାର ଏଗ୍ରୀଷ୍ଟାକ୍ ନିୟମ କୋହଳ କରିବାରେ ୪୦୦ରୁ ଉର୍ଦ୍ଧ୍ବ ଚାଷୀଙ୍କର ପଞ୍ଜିକରଣ କାର୍ଯ୍ୟ ସରିଛି। ଆଉ କିଛି ଚାଷୀଙ୍କର ପଞ୍ଜିକରଣ କରିବାର ସମସ୍ୟା ସୃଷ୍ଟି ହୋଇଥିଲା। ଏହାକୁ ନେଇ ପ୍ରାଥମିକ କୃଷି ସମବାୟ ସମିତିରେ ଚାଷୀ ଏବଂ ସମ୍ପାଦକଙ୍କ ମଧ୍ୟରେ ବଚସା ହୋଇଥିଲା।
ଜିଲ୍ଲା ସମବାୟ କାର୍ଯ୍ୟାଳୟ ଏ ସମ୍ପର୍କରେ ଚାଷୀମାନେ ଲିଖିତ ଅଭିଯୋଗ କରିଥିଲେ।ଏହାର ତଦନ୍ତ କରିବା ପାଇଁ ଆଜି ଏସ ଆର ସିଏସ ଏବଂ ବିଭାଗୀୟ ଅଧିକାରୀ ଘଟିପିରି ପ୍ରାଥମିକ କୃଷି ସମବାୟ ସମିତିରେ ପହଞ୍ଚି ଥିଲେ।ସେଠାରେ ସଭାପତି ,ସମ୍ପାଦକ ଓ ଅଭିଯୋଗକାରୀ ଚାଷୀମାନଙ୍କ ସହିତ ଆଲୋଚନା କରାଯାଇଥିଲା। ଅଭିଯୋଗ ଗୁଡ଼ିକର ପୁଙ୍ଖାନୁ ପୁଙ୍ଖ ଭାବରେ ତଦନ୍ତ ପୂର୍ବକ ଏହାକୁ ଉପରିସ୍ଥ ଅଧିକାରୀଙ୍କୁ ଜଣାଇବେ ବୋଲି ଏସ ଆର ସିଏସ କହି ଥିଲାବେଳେ ତୁରନ୍ତ ତଦନ୍ତ କରି ସମ୍ପାଦକଙ୍କୁ ବହିଷ୍କାର କରାଯିବ ନଚେତ  ଆନ୍ଦୋଳନାତ୍ମକ ପନ୍ଥା ଅବଲମ୍ବନ କରିବେ ବୋଲି ଚାଷୀମାନେ ଚେତାବନୀ ଦେଇଥିଲେ।ଏସମ୍ପର୍କରେ ସଭାପତି ଏବଂ ସମ୍ପାଦକ ସରକାରଙ୍କ ନୀତିନିୟମ ଅନୁଯାୟୀ ପଞ୍ଜିକରଣ କାର୍ଯ୍ୟ ଚାଲୁଥିଲା ବୋଲି ପ୍ରକାଶ କରିଛନ୍ତି ହେଲେ ଏଥି ପ୍ରତି ବିଭାଗ କି ପ୍ରକାର ପଦକ୍ଷେପ ନେଉଛି ତାହା ଆଗାମୀ ଦିନରେ ଦେଖିବାକୁ ବାକି ରହିଲା।
    user_Santosh Nayak PRESS
    Santosh Nayak PRESS
    Local News Reporter Balangir, Odisha•
    20 hrs ago
  • ସାଙ୍ଗ କୁ ଛୁରୀ ମାରି ହତ୍ୟା କରିଦେଲା ସାଙ୍ଗ ତା ସହ ଖେଳରେ ହାରି ଯିବାରୁ ଆକ୍ରୋଶ ରେ ଛୁରି ମାରି ହତ୍ୟା କଲା ସାଙ୍ଗ... ଘଟଣା ରେ ପୋଲିସ ର ଛାନଭିନ ଆରମ୍ଭ... ସ୍ଥାନୀୟ ଅଞ୍ଚଳରେ ଏସକଫ ଓ ନିସା ବଟିକା ପାଇଁ ବାରମ୍ବାର ଏଭଳି ଘଟଣା ଘଟିଥିବା ଅଭିଯୋଗ ନିଶା ଯେ କେତେ କଣ କରିପାରେ। ନିଶା କରିବା ପରେ ଗୋଟିଏ ସ୍କୁଲ ଛାତ୍ର ହତ୍ୟା ପର୍ଯ୍ୟନ୍ତ କରିପାରେ ଏଭଳି ଏକ ଘଟଣା ବଲାଙ୍ଗିର ଜିଲ୍ଲାରେ ଚାଚଲ୍ୟ ଖେଳାଇ ଦେଇଛି। ବଲାଙ୍ଗିର ଜିଲ୍ଲା ଆଗଲପୁର ଥାନା ରୋତ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା। ତାସ ଖେଳ ରେ ହାରିବା ପରେ ରାଗରେ ଜର୍ଜରିତ ୧୨ ବର୍ଷ ର ସାଙ୍ଗ ତା ସାଙ୍ଗ କୁ କରିଛି ହତ୍ୟା। ଏଥିରେ ସାଙ୍ଗର ମୃତ୍ୟୁ ହୋଇଛି। ସାଙ୍ଗ କୁ ଛୁରୀ ମାରି ହତ୍ୟା କରିଦେଲା ସାଙ୍ଗ ତା ସହ ଖେଳରେ ହାରି ଯିବାରୁ ଆକ୍ରୋଶ ରେ ଛୁରି ମାରି ହତ୍ୟା କଲା ସାଙ୍ଗ... ଘଟଣା ରେ ପୋଲିସ ର ଛାନଭିନ ଆରମ୍ଭ... ସ୍ଥାନୀୟ ଅଞ୍ଚଳରେ ଏସକଫ ଓ ନିସା ବଟିକା ପାଇଁ ବାରମ୍ବାର ଏଭଳି ଘଟଣା ଘଟିଥିବା ଅଭିଯୋଗ ନିଶା ଯେ କେତେ କଣ କରିପାରେ। ନିଶା କରିବା ପରେ ଗୋଟିଏ ସ୍କୁଲ ଛାତ୍ର ହତ୍ୟା ପର୍ଯ୍ୟନ୍ତ କରିପାରେ ଏଭଳି ଏକ ଘଟଣା ବଲାଙ୍ଗିର ଜିଲ୍ଲାରେ ଚାଚଲ୍ୟ ଖେଳାଇ ଦେଇଛି। ବଲାଙ୍ଗିର ଜିଲ୍ଲା ଆଗଲପୁର ଥାନା ରୋତ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା। ତାସ ଖେଳ ରେ ହାରିବା ପରେ ରାଗରେ ଜର୍ଜରିତ ୧୨ ବର୍ଷ ର ସାଙ୍ଗ ତା ସାଙ୍ଗ କୁ କରିଛି ହତ୍ୟା। ଏଥିରେ ସାଙ୍ଗର ମୃତ୍ୟୁ ହୋଇଛି।
    1
    ସାଙ୍ଗ କୁ ଛୁରୀ ମାରି ହତ୍ୟା କରିଦେଲା ସାଙ୍ଗ ତା ସହ ଖେଳରେ ହାରି ଯିବାରୁ ଆକ୍ରୋଶ ରେ ଛୁରି ମାରି ହତ୍ୟା କଲା ସାଙ୍ଗ... ଘଟଣା ରେ ପୋଲିସ ର ଛାନଭିନ ଆରମ୍ଭ... ସ୍ଥାନୀୟ ଅଞ୍ଚଳରେ ଏସକଫ ଓ ନିସା ବଟିକା ପାଇଁ ବାରମ୍ବାର ଏଭଳି ଘଟଣା ଘଟିଥିବା ଅଭିଯୋଗ ନିଶା ଯେ କେତେ କଣ କରିପାରେ। ନିଶା କରିବା ପରେ ଗୋଟିଏ ସ୍କୁଲ ଛାତ୍ର ହତ୍ୟା ପର୍ଯ୍ୟନ୍ତ କରିପାରେ ଏଭଳି ଏକ ଘଟଣା ବଲାଙ୍ଗିର ଜିଲ୍ଲାରେ ଚାଚଲ୍ୟ ଖେଳାଇ ଦେଇଛି। ବଲାଙ୍ଗିର ଜିଲ୍ଲା ଆଗଲପୁର ଥାନା ରୋତ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା। ତାସ ଖେଳ ରେ ହାରିବା ପରେ ରାଗରେ ଜର୍ଜରିତ ୧୨ ବର୍ଷ ର ସାଙ୍ଗ ତା ସାଙ୍ଗ କୁ କରିଛି ହତ୍ୟା। ଏଥିରେ ସାଙ୍ଗର ମୃତ୍ୟୁ ହୋଇଛି।
ସାଙ୍ଗ କୁ ଛୁରୀ ମାରି ହତ୍ୟା କରିଦେଲା ସାଙ୍ଗ ତା ସହ ଖେଳରେ ହାରି ଯିବାରୁ ଆକ୍ରୋଶ ରେ ଛୁରି ମାରି ହତ୍ୟା କଲା ସାଙ୍ଗ... ଘଟଣା ରେ ପୋଲିସ ର ଛାନଭିନ ଆରମ୍ଭ... ସ୍ଥାନୀୟ ଅଞ୍ଚଳରେ ଏସକଫ ଓ ନିସା ବଟିକା ପାଇଁ ବାରମ୍ବାର ଏଭଳି ଘଟଣା ଘଟିଥିବା ଅଭିଯୋଗ ନିଶା ଯେ କେତେ କଣ କରିପାରେ। ନିଶା କରିବା ପରେ ଗୋଟିଏ ସ୍କୁଲ ଛାତ୍ର ହତ୍ୟା ପର୍ଯ୍ୟନ୍ତ କରିପାରେ ଏଭଳି ଏକ ଘଟଣା ବଲାଙ୍ଗିର ଜିଲ୍ଲାରେ ଚାଚଲ୍ୟ ଖେଳାଇ ଦେଇଛି। ବଲାଙ୍ଗିର ଜିଲ୍ଲା ଆଗଲପୁର ଥାନା ରୋତ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା। ତାସ ଖେଳ ରେ ହାରିବା ପରେ ରାଗରେ ଜର୍ଜରିତ ୧୨ ବର୍ଷ ର ସାଙ୍ଗ ତା ସାଙ୍ଗ କୁ କରିଛି ହତ୍ୟା। ଏଥିରେ ସାଙ୍ଗର ମୃତ୍ୟୁ ହୋଇଛି।
    user_Lili Bhue
    Lili Bhue
    ପାଟଣାଗଡ଼, ବଲାଙ୍ଗୀର, ଓଡ଼ିଶା•
    14 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.