Shuru
Apke Nagar Ki App…
ଲାଲ_ଗ୍ରହରେ_ପାଣି ଲାଲ ଗ୍ରହରେ ପାଣିର ସନ୍ଧାନ : ମାର୍ସ ରିକୋନାଇସାନ୍ସ ଅର୍ବିଟର ପଠାଇଛି ମଙ୍ଗଳ ପୃଷ୍ଠର ଚିତ୍ର ଲାଲ_ଗ୍ରହରେ_ପାଣି ଲାଲ ଗ୍ରହରେ ପାଣିର ସନ୍ଧାନ : ମାର୍ସ ରିକୋନାଇସାନ୍ସ ଅର୍ବିଟର ପଠାଇଛି ମଙ୍ଗଳ ପୃଷ୍ଠର ଚିତ୍ର
Rajib Behera
ଲାଲ_ଗ୍ରହରେ_ପାଣି ଲାଲ ଗ୍ରହରେ ପାଣିର ସନ୍ଧାନ : ମାର୍ସ ରିକୋନାଇସାନ୍ସ ଅର୍ବିଟର ପଠାଇଛି ମଙ୍ଗଳ ପୃଷ୍ଠର ଚିତ୍ର ଲାଲ_ଗ୍ରହରେ_ପାଣି ଲାଲ ଗ୍ରହରେ ପାଣିର ସନ୍ଧାନ : ମାର୍ସ ରିକୋନାଇସାନ୍ସ ଅର୍ବିଟର ପଠାଇଛି ମଙ୍ଗଳ ପୃଷ୍ଠର ଚିତ୍ର
More news from ଓଡ଼ିଶା and nearby areas
- ବିନା_ଦୋଷରେ_୧୬_ଦିନ_ଜେଲ୍ ! ମିଛ ଓ୍ବାରେଣ୍ଟ ଦେଖାଇ ଗିରଫ କଲା ପୁଲିସ ! ଅଭିଯୋଗ ନାହିଁ କି କୋର୍ଟରେ ମାମଲା ନାହିଁ । ବିନା ମାମଲାରେ ୧୬ ଦିନ ଜେଲରେ ରହିଲେ ମହିଳା1
- #news #barapada #baripada #latestnews #mayurabhanj #mayurbhanj #mayurbhanjia #mayurbhanjpublicnews #odia #odianewstoday #speednews #update Date -09.03.2026 ମୟୂରଭଞ୍ଜ ଜିଲ୍ଲାର ପ୍ରତିଟି ଖବର ଆପଣଙ୍କ ପାଖରେ ପହଞ୍ଚାଇବାକୁ ଆମର ଏକ ଛୋଟ ପ୍ରୟାସ। ଆମକୁ ଯୋଗାଯୋଗ କରନ୍ତୁ - 70089447031
- ଆଜି Odisha Legislative Assembly ରେ ପିଇବା ପାଣିର ଅଭାବ ନେଇ ଗରମ ହେଲା ଚର୍ଚ୍ଚା। କଂଗ୍ରେସ ବିଧାୟକମାନେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପିଇବା ପାଣି ସମସ୍ୟାକୁ ଉଠାଇ ସରକାରଙ୍କୁ ତୀବ୍ର ପ୍ରଶ୍ନ କଲେ। ବିଭାଗୀୟ ମନ୍ତ୍ରୀ Rabi Narayan Naik ଉତ୍ତର ଦେଇଥିବା ବେଳେ ବିରୋଧୀ ଦଳ ଅଭିଯୋଗ କଲେ ଯେ ସରକାର କେବଳ ଭାଷଣରେ ସୀମିତ ରହିଛି, ଯେଉଁଥିରେ ମାଟିସ୍ତରରେ କାମ ଦେଖିବାକୁ ମିଳୁନାହିଁ। ତେବେ ପ୍ରକୃତରେ ପିଇବା ପାଣି ସମସ୍ୟାକୁ ନେଇ ବିଧାନ ସଭାରେ କେମିତି ପ୍ରଶ୍ନ ଉଠିଲା? କେଉଁ ତଥ୍ୟ ଦେଲେ ମନ୍ତ୍ରୀ? ଏବଂ କାହିଁକି ବିରୋଧୀ ଦଳ ଏଥିରେ ସରକାରକୁ ଘେରିଲା? ସମ୍ପୂର୍ଣ୍ଣ ଘଟଣା ଦେଖନ୍ତୁ ଏହି ଭିଡିଓରେ ଓ ଜାଣନ୍ତୁ କାମ କାହାର କେତେ। #OdishaPolitics #AssemblyNews #DrinkingWaterIssue #OdishaNews #PrimeTimeOdiaNews1
- Post by MN.NEWS ODIA1
- *ପ୍ରେସ ବିଜ୍ଞପ୍ତି* ଗର୍ଭାଶୟ କ୍ୟାନ୍ସର ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ବାରିପଦା, ୧୦/୦୩/୨୦୨୬: ଗର୍ଭାଶୟ କ୍ୟାନ୍ସର ସମ୍ପର୍କରେ ସଚେତନତାର ବାର୍ତ୍ତା ସାଇକଲିଂ ଯାତ୍ରା କରି ପ୍ରଚାର କରୁଛନ୍ତି ସମୀରା ଖାନ୍ । ଏଥିପାଇଁ ଆନ୍ଧ୍ରପ୍ରଦେଶରୁ ସାଇକଲିଂ ଯାତ୍ରା ଆରମ୍ଭ କରି ବିଭିନ୍ନ ରାଜ୍ୟ ଅତିକ୍ରମ କରି ଆଜି ବାରିପଦାରେ ପହଞ୍ଚି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷ ସମ୍ମୁଖରେ ଏ ସମ୍ପର୍କିତ ବୈଠକରେ ଯୋଗଦାନ କରିଛନ୍ତି । ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଇଶ୍ୱର ଚନ୍ଦ୍ର ନାଏକ ମୁଖ୍ୟଅତିଥି ଭାବେ ଯୋଗଦେଇ ସମୀରା ଖାନ୍ ଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନାଏକ ଏଭଳି ପ୍ରଚାର ଯାତ୍ରା ଜିଲ୍ଲାରେ ତଥା ବିଶେଷ ଭାବରେ ଗ୍ରାମାଞ୍ଚଳରେ ଗର୍ଭାଶୟ କ୍ୟାନ୍ସର ବିଷୟରେ ସଚେତନତା ବଢ଼ାଇବାରେ ସହାୟକ ହେବ ଏବଂ ମହିଳାମାନଙ୍କୁ ନିୟମିତ ସ୍କ୍ରିନିଂ ପାଇଁ ପ୍ରେରିତ କରିବ ବୋଲି ନିଜ ଅଭିଭାଷଣରେ ମତପ୍ରକାଶ କରିଛନ୍ତି । ସେହିପରି ଏଡିପିଏଚଓ (ଭିବିଡି) ଡ଼ ବିଜୟ କୁମାର ଦାସ ସଠିକ୍ ସମୟରେ ସ୍କ୍ରିନିଂ ଓ ସଚେତନତା ମାଧ୍ୟମରେ ଗର୍ଭାଶୟ କ୍ୟାନ୍ସରକୁ ପ୍ରତିରୋଧ କରିବା ସମ୍ଭବ ବୋଲି ପ୍ରକାଶ କରିଛନ୍ତି । ଏହା ସହ ବର୍ତ୍ତମାନ ୧୪ ବର୍ଷରୁ କମ୍ ସମସ୍ତ ବାଳିକାମାନଙ୍କ ପାଇଁ ସମସ୍ତ ସରକାରୀ ସ୍ୱାସ୍ଥ୍ୟକେନ୍ଦ୍ର ମାନଙ୍କରେ ମାଗଣାରେ ଉପଲବ୍ଧ ହେଉଥିବା ସମ୍ପର୍କରେ ସୂଚାଇଥିଲେ । ସମୀରା ଖାନଙ୍କ ଏହି ସାଇକଲିଂ ଯାତ୍ରା ମହିଳା ସ୍ୱାସ୍ଥ୍ୟ ସୁରକ୍ଷା ଓ ଗର୍ଭାଶୟ କ୍ୟାନ୍ସର ବିରୋଧରେ ସଚେତନତା ବୃଦ୍ଧି ପାଇଁ ଏକ ପ୍ରେରଣାଦାୟୀ ପଦକ୍ଷେପ ବୋଲି ଉପସ୍ଥିତ ଅତିଥିମାନେ ମତ ପ୍ରକାଶ କରିଛନ୍ତି । ଏହି ଅବସରରେ ଏଡିପିଏଚଓ (ଏଫ୍ଡବ୍ଲ୍ୟୁ) ଡ଼ ସୁନାନ୍ଦା ମିଶ୍ର ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶିଶିର କୁମାର ମୁନ୍ଦୁୟା , ଓ ଜିଲ୍ଲା କ୍ରୀଡା ଅଧିକାରୀ ଡ଼ ଶୁଭାଶିଷ ନାୟକ ସହିତ ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଜିଲ୍ଲା ପ୍ରଶାସନ, ମୟୂରଭଞ୍ଜ1
- Post by Ranjit baskey1
- Post by Jitendra raj1
- ଧରାପଡ଼ିବେ_ଶିଶୁ_ଚାଲାଣ_ଦଲାଲ କେନ୍ଦ୍ରାପଡ଼ାରୁ କେରଳ ଶିଶୁ ଚାଲାଣ, ତିଆରି ହେଲା ସ୍ପେଶାଲ ଟାକ୍ସଫୋର୍ସ, ୪ ଜିଲ୍ଲାରେ ଚାଲିଛି ଅପରେସନ କ୍ଲିନ୍1