logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ବ୍ଲକ ଚଢିଆ ପଲ୍ଲୀ ପଞ୍ଚାୟତ ଗୁପ୍ତ ପଲ୍ଲୀ ସୋମବାର ବିଳମ୍ବିତ ରାତ୍ରିରେ ଜଣେ ଯୁବକଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ଯୁବକ ହେଲେ ଚଢିଆ ପଲ୍ଲୀ ଗ୍ରାମର ଲୋଚନ ବେହେରା  (35)। ଜଗନ୍ନାଥ ପ୍ରସାଦ ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ପଠାଇଛନ୍ତି। 

8 hrs ago
user_Chitaranjan gantayat
Chitaranjan gantayat
ରିପୋଟର ଭଞ୍ଜନଗର, ଗଞ୍ଜାମ, ଓଡ଼ିଶା•
8 hrs ago

ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ବ୍ଲକ ଚଢିଆ ପଲ୍ଲୀ ପଞ୍ଚାୟତ ଗୁପ୍ତ ପଲ୍ଲୀ ସୋମବାର ବିଳମ୍ବିତ ରାତ୍ରିରେ ଜଣେ ଯୁବକଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ଯୁବକ ହେଲେ ଚଢିଆ ପଲ୍ଲୀ ଗ୍ରାମର ଲୋଚନ ବେହେରା  (35)। ଜଗନ୍ନାଥ ପ୍ରସାଦ ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ପଠାଇଛନ୍ତି।

More news from ଓଡ଼ିଶା and nearby areas
  • Post by Chitaranjan gantayat
    1
    Post by Chitaranjan gantayat
    user_Chitaranjan gantayat
    Chitaranjan gantayat
    ରିପୋଟର ଭଞ୍ଜନଗର, ଗଞ୍ଜାମ, ଓଡ଼ିଶା•
    8 hrs ago
  • ନବୀନ ବାବୁଙ୍କ ୨୪ ବର୍ଷର ଇତିହାସରେ କାହାକୁ ନେତା ହେବାକୁ ସୁଯୋଗ ଦେଇନାହାନ୍ତି ସ୍ଥାଵକ କରି ଛାଡିଦେଲେ ଗଣେଶ ପାଣିଗ୍ରାହୀ ରିପୋର୍ଟ
    1
    ନବୀନ ବାବୁଙ୍କ ୨୪ ବର୍ଷର ଇତିହାସରେ କାହାକୁ ନେତା ହେବାକୁ ସୁଯୋଗ ଦେଇନାହାନ୍ତି ସ୍ଥାଵକ କରି ଛାଡିଦେଲେ ଗଣେଶ ପାଣିଗ୍ରାହୀ ରିପୋର୍ଟ
    user_GANESH PANlGRAHl
    GANESH PANlGRAHl
    ସାମ୍ବାଦିକ ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    9 hrs ago
  • #ସ୍ବାମୀ_ଙ୍କ_ବିରୋଧରେ_ଅଭିଯୋଗ_ଆଣିଲେ_ସ୍ତ୍ରୀ । #ତାଙ୍କ_ସହିତ_ମୋର_ଛାଡପତ୍ର_ହୋଇଛି। #ପ୍ରତାପ_ଗିରିଙ୍କୁ_ମିଛରେ_ଫଶାଯାଉଛି। #ମତେ_ତା_କବଳରୁ_ପ୍ରତାପ_ଗିରି_ଉଦ୍ଧାର_କରିଛନ୍ତି! ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ବେଣାପୁର ଗ୍ରାମର ଘଟଣା । ମୋ ନାମରେ ଥିବା ଜାଗାକୁ ମତେ ମାରପିଟ କରି ଧମକ ଦେଇ ଅନ୍ୟ କୁ ବିକ୍ରି କରିଛନ୍ତି। ଗଣେଶ ପାଣିଗ୍ରାହୀ ରିପୋର୍ଟ
    1
    #ସ୍ବାମୀ_ଙ୍କ_ବିରୋଧରେ_ଅଭିଯୋଗ_ଆଣିଲେ_ସ୍ତ୍ରୀ ।
#ତାଙ୍କ_ସହିତ_ମୋର_ଛାଡପତ୍ର_ହୋଇଛି।
#ପ୍ରତାପ_ଗିରିଙ୍କୁ_ମିଛରେ_ଫଶାଯାଉଛି।
#ମତେ_ତା_କବଳରୁ_ପ୍ରତାପ_ଗିରି_ଉଦ୍ଧାର_କରିଛନ୍ତି!
ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ବେଣାପୁର ଗ୍ରାମର ଘଟଣା ।
ମୋ ନାମରେ ଥିବା ଜାଗାକୁ ମତେ ମାରପିଟ କରି ଧମକ ଦେଇ ଅନ୍ୟ କୁ ବିକ୍ରି କରିଛନ୍ତି। ଗଣେଶ ପାଣିଗ୍ରାହୀ ରିପୋର୍ଟ
    user_GANESH PANlGRAHl
    GANESH PANlGRAHl
    ସାମ୍ବାଦିକ ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    20 hrs ago
  • ଗଞ୍ଜାମ ଜିଲ୍ଲା ବ୍ଳକ ପରିସରରେ ମନ୍ତ୍ରୀଙ୍କ କରକମଳରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ । ପୋଲସରା ୨୩/୦୩/୨୬ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ମାଧ୍ୟମରେ ଗାଁ କୁ ବିକଶିତ କରିବା ପାଇଁ ପ୍ରୟାସ ଜାରି ରଖିଥିବା ବେଳେ ବିଭିନ୍ନ ପ୍ରକଳ୍ପର ମନ୍ତ୍ରୀ ଙ୍କ କରକମଳରେ ଶିଳାନ୍ୟାସ ଓ ଉଦ୍ଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଆଜି ବ୍ଳକ ପରିସରରେ ବିକଶିତ ଗାଁ ବିକଶିତ ଓଡିଶା ଅନ୍ତର୍ଗତ ୨୬ ଗୋଟି ପଞ୍ଚାୟତରେ ୧୩୪ ଟି ପ୍ରକଳ୍ପ,ଗ୍ରାଣ୍ଟ ଇନ୍ ଏଡ୍ ଅନ୍ତର୍ଗତ ୬୦ ଟି ପ୍ରକଳ୍ପ, ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା ପାଣ୍ଠି ଅନ୍ତର୍ଗତ ୧୩ ଟି ପ୍ରକଳ୍ପ, ବିଧାୟକ ପାଣ୍ଠି ଅନ୍ତର୍ଗତ ୨୪ ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପୋଲସରା ବ୍ଲକ ଅଧ୍ୟକ୍ଷା କଳ୍ପନା କୁମାରୀ ପ୍ରଧାନଙ୍କ ତତ୍ତ୍ଵାବଧାନରେ ଭିତ୍ତିପ୍ରସ୍ତର ଓ ଉଦ୍ଘାଟନ ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ମୁଖ୍ୟ ଅତିଥି ଭାବେ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ କ୍ଷୁଦ୍ର ଓ ଅତି କ୍ଷୁଦ୍ର ମଧ୍ଯମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗଦେଇ ସାମୁହିକ ଭାବରେ ସମସ୍ତ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏହାସହିତ ଜଳ ସେବା ଶିବିର ଓ ପଞ୍ଚାୟତ ସମିତି ଅଧିନସ୍ଥ ଭିଡିଓ କନଫରେନ୍ସ ହଲର ଶୁଭ ଉଦ୍ଘାଟନ କରିଥିଲେ। ପୋଲସରା ବିଡ଼ିଓ ଶଶିଭୂଷଣ ମହାପାତ୍ର ସମସ୍ତ କାର୍ଯ୍ୟ ପରିଚାଳନା କରିଥିଲାବେଳେ ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ଉପାଧ୍ୟକ୍ଷ କାହ୍ନୁଚରଣ ପରିଡ଼ା, ଜିଲ୍ଲା ପରିଷଦ ସଭ୍ୟ ଅଶୋକ କୁମାର ବିଷୋୟୀ,ଝୁନୁ ଦାସ, ସାଂସଦ ପ୍ରତିନିଧି ଶରତ ଚନ୍ଦ୍ର ପାଣିଗ୍ରାହୀ, ଯୁବନେତା ପ୍ରଭାକର ପଣ୍ଡା ସମେତ ୨୬ ଗୋଟି ଗୋଟି ପଞ୍ଚାୟତର ସରପଞ୍ଚ ସମିତି ସଭ୍ୟ/ସଭ୍ୟା ଉପସ୍ଥିତ ଥିଲେ। ଗଣେଶ ପାଣିଗ୍ରାହୀ ରିପୋର୍ଟ
    1
    ଗଞ୍ଜାମ ଜିଲ୍ଲା ବ୍ଳକ ପରିସରରେ ମନ୍ତ୍ରୀଙ୍କ କରକମଳରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ ।
ପୋଲସରା ୨୩/୦୩/୨୬ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ମାଧ୍ୟମରେ ଗାଁ କୁ ବିକଶିତ କରିବା ପାଇଁ ପ୍ରୟାସ ଜାରି ରଖିଥିବା ବେଳେ ବିଭିନ୍ନ ପ୍ରକଳ୍ପର ମନ୍ତ୍ରୀ ଙ୍କ କରକମଳରେ ଶିଳାନ୍ୟାସ ଓ ଉଦ୍ଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଆଜି ବ୍ଳକ ପରିସରରେ ବିକଶିତ ଗାଁ ବିକଶିତ ଓଡିଶା ଅନ୍ତର୍ଗତ ୨୬ ଗୋଟି ପଞ୍ଚାୟତରେ ୧୩୪ ଟି ପ୍ରକଳ୍ପ,ଗ୍ରାଣ୍ଟ ଇନ୍ ଏଡ୍ ଅନ୍ତର୍ଗତ ୬୦ ଟି ପ୍ରକଳ୍ପ, ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା ପାଣ୍ଠି ଅନ୍ତର୍ଗତ ୧୩ ଟି ପ୍ରକଳ୍ପ, ବିଧାୟକ ପାଣ୍ଠି ଅନ୍ତର୍ଗତ ୨୪ ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପୋଲସରା ବ୍ଲକ ଅଧ୍ୟକ୍ଷା କଳ୍ପନା କୁମାରୀ ପ୍ରଧାନଙ୍କ ତତ୍ତ୍ଵାବଧାନରେ ଭିତ୍ତିପ୍ରସ୍ତର ଓ ଉଦ୍ଘାଟନ ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ମୁଖ୍ୟ ଅତିଥି ଭାବେ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ କ୍ଷୁଦ୍ର ଓ ଅତି କ୍ଷୁଦ୍ର ମଧ୍ଯମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗଦେଇ ସାମୁହିକ ଭାବରେ ସମସ୍ତ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏହାସହିତ ଜଳ ସେବା ଶିବିର ଓ ପଞ୍ଚାୟତ ସମିତି ଅଧିନସ୍ଥ ଭିଡିଓ କନଫରେନ୍ସ ହଲର ଶୁଭ ଉଦ୍ଘାଟନ କରିଥିଲେ। ପୋଲସରା ବିଡ଼ିଓ ଶଶିଭୂଷଣ ମହାପାତ୍ର ସମସ୍ତ କାର୍ଯ୍ୟ ପରିଚାଳନା କରିଥିଲାବେଳେ ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ଉପାଧ୍ୟକ୍ଷ କାହ୍ନୁଚରଣ ପରିଡ଼ା, ଜିଲ୍ଲା ପରିଷଦ ସଭ୍ୟ ଅଶୋକ କୁମାର ବିଷୋୟୀ,ଝୁନୁ ଦାସ, ସାଂସଦ ପ୍ରତିନିଧି ଶରତ ଚନ୍ଦ୍ର ପାଣିଗ୍ରାହୀ, ଯୁବନେତା ପ୍ରଭାକର ପଣ୍ଡା ସମେତ ୨୬ ଗୋଟି ଗୋଟି ପଞ୍ଚାୟତର ସରପଞ୍ଚ ସମିତି ସଭ୍ୟ/ସଭ୍ୟା ଉପସ୍ଥିତ ଥିଲେ। ଗଣେଶ ପାଣିଗ୍ରାହୀ ରିପୋର୍ଟ
    user_Utkal Gourav
    Utkal Gourav
    Media company ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    23 hrs ago
  • ଯାଜପୁର ଜିଲ୍ଲା ରେ ମହୋତ୍ସବ ଚାଲିଥିବା ବେଳେ ସଭାମଞ୍ଚ ଉପରକୁ ଧାନଭାର ଧରି ନବନିର୍ମାଣ କୃଷକ ସଂଗଠନ କର୍ମକର୍ତ୍ତା ପ୍ରବେଶ ସହ ହୋହଲ୍ଲା... ଧାନ ବିକ୍ରିରେ ବ୍ୟାପକ ଅନିୟମିତତା ଏବଂ ବିଳମ୍ବ କାରଣରୁ ପ୍ରତିବାଦ ଏପଟେ ମହୋତ୍ସବ କୁ ଟଙ୍କା କୋଉଠୁ ଆଣିଲବୋଲି କଲେ ପ୍ରଶ୍ନ
    1
    ଯାଜପୁର ଜିଲ୍ଲା ରେ ମହୋତ୍ସବ ଚାଲିଥିବା ବେଳେ ସଭାମଞ୍ଚ ଉପରକୁ ଧାନଭାର ଧରି ନବନିର୍ମାଣ କୃଷକ ସଂଗଠନ କର୍ମକର୍ତ୍ତା ପ୍ରବେଶ ସହ ହୋହଲ୍ଲା... ଧାନ ବିକ୍ରିରେ ବ୍ୟାପକ ଅନିୟମିତତା ଏବଂ ବିଳମ୍ବ କାରଣରୁ ପ୍ରତିବାଦ ଏପଟେ ମହୋତ୍ସବ କୁ ଟଙ୍କା କୋଉଠୁ ଆଣିଲବୋଲି କଲେ ପ୍ରଶ୍ନ
    user_Live Odisha NewsUpdate District reporter
    Live Odisha NewsUpdate District reporter
    Court reporter ବ୍ରହ୍ମପୁର, ଗଞ୍ଜାମ, ଓଡ଼ିଶା•
    7 hrs ago
  • Post by Rabindra Mandal
    1
    Post by Rabindra Mandal
    user_Rabindra Mandal
    Rabindra Mandal
    Farmer R.Udayagiri, Gajapati•
    57 min ago
  • ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ନୂଆବଗ ପଂଚାୟତ ସାଳବଣୀ ସାହିରେ ଗତକାଲି ଅଗ୍ନିକାଣ୍ଡରେ ବିପର୍ଣ ପରିବାର ବର୍ଗଙ୍କୁ ଆଜି ପୂର୍ବତନ ସାଂସଦ ଭେଟି ସହାୟତା ପ୍ରଦାନ କରିବା ସହ ସମବେଦନା ଜଣାଇଲେ. ଲୋକଙ୍କ ପାଇଁ ସେ ପକ୍କା ଘର ପାଇଁ ଦାବି କରିବେ ବୋଲି ପ୍ରତିଶୃତି ମଧ୍ୟ ଦେଇଛନ୍ତି.
    1
    ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ନୂଆବଗ ପଂଚାୟତ ସାଳବଣୀ ସାହିରେ ଗତକାଲି ଅଗ୍ନିକାଣ୍ଡରେ ବିପର୍ଣ ପରିବାର ବର୍ଗଙ୍କୁ ଆଜି  ପୂର୍ବତନ ସାଂସଦ ଭେଟି ସହାୟତା ପ୍ରଦାନ କରିବା ସହ ସମବେଦନା ଜଣାଇଲେ. ଲୋକଙ୍କ ପାଇଁ ସେ ପକ୍କା ଘର ପାଇଁ ଦାବି କରିବେ ବୋଲି ପ୍ରତିଶୃତି ମଧ୍ୟ ଦେଇଛନ୍ତି.
    user_BIKRAM SAHU
    BIKRAM SAHU
    City Star ହିନ୍ଦୋଳ, ଢେଙ୍କାନାଳ, ଓଡ଼ିଶା•
    3 hrs ago
  • ଭୟଙ୍କର ଦୁର୍ଘଟଣା, ବାଇକ୍ ଉପରେ ମାଡିଗଲା ବୋଲେରୋ... ଛଟପଟ ହୋଇ ମ-ରିଗଲେ ୨ ଯୁବକ ଗଣେଶ ପାଣିଗ୍ରାହୀ ରିପୋର୍ଟ
    1
    ଭୟଙ୍କର ଦୁର୍ଘଟଣା, ବାଇକ୍ ଉପରେ ମାଡିଗଲା ବୋଲେରୋ... ଛଟପଟ ହୋଇ ମ-ରିଗଲେ ୨ ଯୁବକ 
ଗଣେଶ ପାଣିଗ୍ରାହୀ ରିପୋର୍ଟ
    user_GANESH PANlGRAHl
    GANESH PANlGRAHl
    ସାମ୍ବାଦିକ ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    12 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.