logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ବୋଲେରୋ ଧକ୍କାରେ ନାବାଳକଙ୍କ ମୃତ୍ୟୁ, ବଡଦାଣ୍ଡରେ ଉତ୍ତେଜନା ପୁରୀ ବଳଗଣ୍ଡି ଛକ ନିକଟରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ଏକ ବୋଲେରୋ ଗାଡି ଧକ୍କା ଦେବାରୁ ନାବାଳକ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ମେଡିକାଲକୁ ନିଆ ଯାଇଥିଲେ ମଧ୍ୟ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣାକୁ କେନ୍ଦ୍ର କରି ବଡଦାଣ୍ଡ (ମେଡିକାଲ ଛକ) ଉପରେ ମୃତଦେହ ରଖି ଉତ୍ୟକ୍ତ ଲୋକେ ରାସ୍ତା ଅବରୋଧ କରିଥିଲେ। ଟାୟାର ଜାଳି ଦୀର୍ଘ ସମୟ ଧରି ଯାତାୟାତ ବନ୍ଦ ହୋଇଥିଲା। ଦୁର୍ଘଟଣାକୁ ନେଇ ଲୋକମାନଙ୍କ ମଧ୍ୟରେ ଭୟଙ୍କର ଅସନ୍ତୋଷ ଦେଖାଦେଇଥିଲା। ଏହା ସହ ଉତ୍ତେଜିତ ଲୋକେ ଟ୍ରାଫିକ ଥାନାକୁ ଘେରାଉ କରି ଗାଡି ଭାଙ୍ଗିଦେଇଥିବା ଖବର ମିଳିଛି। ପରିସ୍ଥିତି ନିୟନ୍ତ୍ରଣ ପାଇଁ ଘଟଣାସ୍ଥଳରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଖବର ପାଇଁ ସଂପୃକ୍ତ ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଥିବା ବେଳେ ଦୁର୍ଘଟଣାର କାରଣ ନେଇ ତଦନ୍ତ ଜାରି ରହିଛି।

6 hrs ago
user_Manoj kumar baliyarsingh
Manoj kumar baliyarsingh
Journalist ପୁରୀ (M), ପୁରୀ, ଓଡ଼ିଶା•
6 hrs ago

ବୋଲେରୋ ଧକ୍କାରେ ନାବାଳକଙ୍କ ମୃତ୍ୟୁ, ବଡଦାଣ୍ଡରେ ଉତ୍ତେଜନା ପୁରୀ ବଳଗଣ୍ଡି ଛକ ନିକଟରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ଏକ ବୋଲେରୋ ଗାଡି ଧକ୍କା ଦେବାରୁ ନାବାଳକ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ମେଡିକାଲକୁ ନିଆ ଯାଇଥିଲେ ମଧ୍ୟ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣାକୁ କେନ୍ଦ୍ର କରି ବଡଦାଣ୍ଡ (ମେଡିକାଲ ଛକ) ଉପରେ ମୃତଦେହ ରଖି ଉତ୍ୟକ୍ତ ଲୋକେ ରାସ୍ତା ଅବରୋଧ କରିଥିଲେ। ଟାୟାର ଜାଳି ଦୀର୍ଘ ସମୟ ଧରି ଯାତାୟାତ ବନ୍ଦ ହୋଇଥିଲା। ଦୁର୍ଘଟଣାକୁ ନେଇ ଲୋକମାନଙ୍କ ମଧ୍ୟରେ ଭୟଙ୍କର ଅସନ୍ତୋଷ ଦେଖାଦେଇଥିଲା। ଏହା ସହ ଉତ୍ତେଜିତ ଲୋକେ ଟ୍ରାଫିକ ଥାନାକୁ ଘେରାଉ କରି ଗାଡି ଭାଙ୍ଗିଦେଇଥିବା ଖବର ମିଳିଛି। ପରିସ୍ଥିତି ନିୟନ୍ତ୍ରଣ ପାଇଁ ଘଟଣାସ୍ଥଳରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଖବର ପାଇଁ ସଂପୃକ୍ତ ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଥିବା ବେଳେ ଦୁର୍ଘଟଣାର କାରଣ ନେଇ ତଦନ୍ତ ଜାରି ରହିଛି।

More news from ଓଡ଼ିଶା and nearby areas
  • New Year greetings from Lok Sabha Speaker Om Birla Ji.
    1
    New Year greetings from Lok Sabha Speaker Om Birla Ji.
    user_User5115 Susanta Kumar Pattnaik
    User5115 Susanta Kumar Pattnaik
    Journalist ଜଟଣୀ, ଖୋର୍ଦ୍ଧା, ଓଡ଼ିଶା•
    15 hrs ago
  • ଆଜି ପୂର୍ବାହ୍ନ ୧୦.୩୦ ମିନିଟ ସମୟରେ ଜିଲ୍ଲା ପ୍ରଦକ୍ଷଣ ଭବନଠାରେ ପାଣି ପଞ୍ଚାୟତ ପକ୍ଷ-୨୦୨୬ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ..!ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ରଘୁରାମ ଆର. ଆୟରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ନିଷ୍ପତି ଗ୍ରହଣ କରାଯାଇଛି ଯେ, ରାଜ୍ୟସରକାରଙ୍କ ନିଷ୍ପତି କ୍ରମେ ଆସନ୍ତା ଜାନୁଆରୀ ୬ ତାରିଖ ଠାରୁ ଜାନୁଆରୀ ୨୦ ତାରିଖ ପ୍ରଯ୍ୟନ୍ତ ପାଣି ପଞ୍ଚାୟତ ପକ୍ଷ-୨୦୨୬ ଡିଭିଜନ ଜିଲ୍ଲାସ୍ତରୀୟ ଭାବେ ପାଳନ କରାଯିବ । ପାଣି ପଞ୍ଚାୟତରେ ସୁଫଳ ଓ ଏହାର କାର୍ଯ୍ୟକାରିତା ନିମନ୍ତେ ଥିବା ଯୋଜନାଗୁଡିକୁ ଲୋକମାନଙ୍କ ନିକଟରେ ପହଞ୍ଚାଇବା ନିମନ୍ତେ ଯେଉଁ ସଚେତନତାର ଆବଶ୍ୟକତା ରହିଛି ସେଥି ପାଇଁ କେନ୍ଦ୍ରାପଡ଼ା ଜଳସମ୍ପଦ ବିଭାଗ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ଉଦ୍ୟାନ କୃଷି, କୃଷି, ମସ୍ୟ ଓ ପ୍ରାଣୀସମ୍ପଦ ବିଭାଗ ପକ୍ଷରୁ ପ୍ରଦର୍ଶନୀ ମଣ୍ଡପମାନ ଖୋଲା ଯାଇ ସଚେତନ କରାଯିବ ବୋଲି ଜିଲ୍ଲାପାଳ ମତବ୍ୟକ୍ତ କରିଥିଲେ
    1
    ଆଜି ପୂର୍ବାହ୍ନ ୧୦.୩୦ ମିନିଟ ସମୟରେ ଜିଲ୍ଲା ପ୍ରଦକ୍ଷଣ ଭବନଠାରେ ପାଣି ପଞ୍ଚାୟତ ପକ୍ଷ-୨୦୨୬ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ..!ହୋଇଯାଇଛି ।  ଜିଲ୍ଲାପାଳ ଶ୍ରୀ ରଘୁରାମ ଆର. ଆୟରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ନିଷ୍ପତି ଗ୍ରହଣ କରାଯାଇଛି ଯେ, ରାଜ୍ୟସରକାରଙ୍କ ନିଷ୍ପତି କ୍ରମେ ଆସନ୍ତା ଜାନୁଆରୀ ୬ ତାରିଖ ଠାରୁ ଜାନୁଆରୀ ୨୦ ତାରିଖ ପ୍ରଯ୍ୟନ୍ତ ପାଣି ପଞ୍ଚାୟତ ପକ୍ଷ-୨୦୨୬ ଡିଭିଜନ ଜିଲ୍ଲାସ୍ତରୀୟ ଭାବେ ପାଳନ କରାଯିବ । ପାଣି ପଞ୍ଚାୟତରେ ସୁଫଳ ଓ ଏହାର କାର୍ଯ୍ୟକାରିତା ନିମନ୍ତେ ଥିବା ଯୋଜନାଗୁଡିକୁ ଲୋକମାନଙ୍କ ନିକଟରେ ପହଞ୍ଚାଇବା ନିମନ୍ତେ ଯେଉଁ ସଚେତନତାର ଆବଶ୍ୟକତା ରହିଛି ସେଥି ପାଇଁ କେନ୍ଦ୍ରାପଡ଼ା ଜଳସମ୍ପଦ ବିଭାଗ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ଉଦ୍ୟାନ କୃଷି, କୃଷି, ମସ୍ୟ ଓ ପ୍ରାଣୀସମ୍ପଦ ବିଭାଗ ପକ୍ଷରୁ ପ୍ରଦର୍ଶନୀ ମଣ୍ଡପମାନ ଖୋଲା ଯାଇ ସଚେତନ କରାଯିବ ବୋଲି ଜିଲ୍ଲାପାଳ ମତବ୍ୟକ୍ତ କରିଥିଲେ
    user_Sarbeswar malik
    Sarbeswar malik
    Press କେନ୍ଦ୍ରାପଡା, କେନ୍ଦ୍ରାପଡ଼ା, ଓଡ଼ିଶା•
    2 hrs ago
  • Post by Jay kala _ jay Kalinga
    1
    Post by Jay kala _ jay Kalinga
    user_Jay kala _ jay Kalinga
    Jay kala _ jay Kalinga
    କୋଡ଼ାଳା, ଗଞ୍ଜାମ, ଓଡ଼ିଶା•
    7 hrs ago
  • ପୋଲସରା ବ୍ଲକ କଣଛାଇ ସେବା ସମବାୟ ସମିତି ଠାରେ ବ୍ଲକ ସ୍ତରୀୟ ଧାନ ସଂଗ୍ରହ କେନ୍ଦ୍ର ଓ ମଣ୍ଡି ଉଦଘାଟିତ ହୋଇଯାଇଛି। ରାଜ୍ୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ କରିବା ସହ ଚାଷୀମାନେ ଯେପରି ସଠିକ୍ ସରକାରୀ ମୂଲ୍ୟ ପାଇପାରିବେ ସେଥିପ୍ରତି ଗୁରୁତ୍ୱ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ତହସିଲଦାର, ବ୍ଲକ ଯୋଗାଣ ଅଧିକାରୀ ଓ କୃଷି ଅଧିକାରୀଙ୍କ ସମେତ ବହୁ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ।
    1
    ପୋଲସରା ବ୍ଲକ କଣଛାଇ ସେବା ସମବାୟ ସମିତି ଠାରେ ବ୍ଲକ ସ୍ତରୀୟ ଧାନ ସଂଗ୍ରହ କେନ୍ଦ୍ର ଓ ମଣ୍ଡି ଉଦଘାଟିତ ହୋଇଯାଇଛି। ରାଜ୍ୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ କରିବା ସହ ଚାଷୀମାନେ ଯେପରି ସଠିକ୍ ସରକାରୀ ମୂଲ୍ୟ ପାଇପାରିବେ ସେଥିପ୍ରତି ଗୁରୁତ୍ୱ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ତହସିଲଦାର, ବ୍ଲକ ଯୋଗାଣ ଅଧିକାରୀ ଓ କୃଷି ଅଧିକାରୀଙ୍କ ସମେତ ବହୁ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ।
    user_Ganjam Khabar
    Ganjam Khabar
    Journalist ଗଞ୍ଜାମ, ଗଞ୍ଜାମ, ଓଡ଼ିଶା•
    10 hrs ago
  • ଢେଙ୍କାନାଳ ସମଗ୍ର ଜିଲ୍ଲା କୁହୁଡି ଚାଦର ରେ, ରାତି ନଅଟା ରୁ ଆରମ୍ଭ ହେଇ ଦିନ ପ୍ରାୟ ବାରଟା ଯାଏ ତାର ପ୍ରଭାବ ଦେଖିବାକୁ ମିଳୁଛି, ପାଣି ପାଗ ବିଭାଗ ତରଫରୁ ସୂଚନା ଆସନ୍ତା ପନ୍ଦର ଯାଏ ଏ ପରିସ୍ଥିତି ଲାଗି ରହିବ
    1
    ଢେଙ୍କାନାଳ ସମଗ୍ର ଜିଲ୍ଲା କୁହୁଡି ଚାଦର ରେ, ରାତି ନଅଟା ରୁ ଆରମ୍ଭ ହେଇ ଦିନ ପ୍ରାୟ ବାରଟା ଯାଏ ତାର ପ୍ରଭାବ ଦେଖିବାକୁ ମିଳୁଛି, ପାଣି ପାଗ ବିଭାଗ ତରଫରୁ ସୂଚନା ଆସନ୍ତା ପନ୍ଦର ଯାଏ ଏ ପରିସ୍ଥିତି ଲାଗି ରହିବ
    user_Dipak Kumar Nayak
    Dipak Kumar Nayak
    Voice of people ଢେଙ୍କାନାଳ ସଦର, ଢେଙ୍କାନାଳ, ଓଡ଼ିଶା•
    13 hrs ago
  • ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ମୁଖ୍ୟାଳୟ ର ଅଧ୍ୟକ୍ଷ ଙ୍କୁ ନୂତନ ବର୍ଷ ର ଶୁଭେଚ୍ଛା ଜଣାଇବା ସହ କିଛି ଆନନ୍ଦ ର ମୁହୁର୍ତ।
    1
    ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ମୁଖ୍ୟାଳୟ ର ଅଧ୍ୟକ୍ଷ ଙ୍କୁ ନୂତନ ବର୍ଷ ର ଶୁଭେଚ୍ଛା ଜଣାଇବା ସହ କିଛି ଆନନ୍ଦ ର ମୁହୁର୍ତ।
    user_User9947
    User9947
    Social worker ଗଞ୍ଜାମ, ଗଞ୍ଜାମ, ଓଡ଼ିଶା•
    13 hrs ago
  • ବୋଲେରୋ ଧକ୍କାରେ ନାବାଳକଙ୍କ ମୃତ୍ୟୁ, ବଡଦାଣ୍ଡରେ ଉତ୍ତେଜନା ପୁରୀ ବଳଗଣ୍ଡି ଛକ ନିକଟରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ଏକ ବୋଲେରୋ ଗାଡି ଧକ୍କା ଦେବାରୁ ନାବାଳକ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ମେଡିକାଲକୁ ନିଆ ଯାଇଥିଲେ ମଧ୍ୟ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣାକୁ କେନ୍ଦ୍ର କରି ବଡଦାଣ୍ଡ (ମେଡିକାଲ ଛକ) ଉପରେ ମୃତଦେହ ରଖି ଉତ୍ୟକ୍ତ ଲୋକେ ରାସ୍ତା ଅବରୋଧ କରିଥିଲେ। ଟାୟାର ଜାଳି ଦୀର୍ଘ ସମୟ ଧରି ଯାତାୟାତ ବନ୍ଦ ହୋଇଥିଲା। ଦୁର୍ଘଟଣାକୁ ନେଇ ଲୋକମାନଙ୍କ ମଧ୍ୟରେ ଭୟଙ୍କର ଅସନ୍ତୋଷ ଦେଖାଦେଇଥିଲା। ଏହା ସହ ଉତ୍ତେଜିତ ଲୋକେ ଟ୍ରାଫିକ ଥାନାକୁ ଘେରାଉ କରି ଗାଡି ଭାଙ୍ଗିଦେଇଥିବା ଖବର ମିଳିଛି। ପରିସ୍ଥିତି ନିୟନ୍ତ୍ରଣ ପାଇଁ ଘଟଣାସ୍ଥଳରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଖବର ପାଇଁ ସଂପୃକ୍ତ ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଥିବା ବେଳେ ଦୁର୍ଘଟଣାର କାରଣ ନେଇ ତଦନ୍ତ ଜାରି ରହିଛି।
    2
    ବୋଲେରୋ ଧକ୍କାରେ ନାବାଳକଙ୍କ ମୃତ୍ୟୁ, ବଡଦାଣ୍ଡରେ ଉତ୍ତେଜନା
ପୁରୀ ବଳଗଣ୍ଡି ଛକ ନିକଟରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ଏକ ବୋଲେରୋ ଗାଡି ଧକ୍କା ଦେବାରୁ ନାବାଳକ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ମେଡିକାଲକୁ ନିଆ ଯାଇଥିଲେ ମଧ୍ୟ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଏହି ଘଟଣାକୁ କେନ୍ଦ୍ର କରି ବଡଦାଣ୍ଡ (ମେଡିକାଲ ଛକ) ଉପରେ ମୃତଦେହ ରଖି ଉତ୍ୟକ୍ତ ଲୋକେ ରାସ୍ତା ଅବରୋଧ କରିଥିଲେ। ଟାୟାର ଜାଳି ଦୀର୍ଘ ସମୟ ଧରି ଯାତାୟାତ ବନ୍ଦ ହୋଇଥିଲା। ଦୁର୍ଘଟଣାକୁ ନେଇ ଲୋକମାନଙ୍କ ମଧ୍ୟରେ ଭୟଙ୍କର ଅସନ୍ତୋଷ ଦେଖାଦେଇଥିଲା।
ଏହା ସହ ଉତ୍ତେଜିତ ଲୋକେ ଟ୍ରାଫିକ ଥାନାକୁ ଘେରାଉ କରି ଗାଡି ଭାଙ୍ଗିଦେଇଥିବା ଖବର ମିଳିଛି। ପରିସ୍ଥିତି ନିୟନ୍ତ୍ରଣ ପାଇଁ ଘଟଣାସ୍ଥଳରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି।
ଖବର ପାଇଁ ସଂପୃକ୍ତ ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଥିବା ବେଳେ ଦୁର୍ଘଟଣାର କାରଣ ନେଇ ତଦନ୍ତ ଜାରି ରହିଛି।
    user_Manoj kumar baliyarsingh
    Manoj kumar baliyarsingh
    Journalist ପୁରୀ (M), ପୁରୀ, ଓଡ଼ିଶା•
    6 hrs ago
  • ଶ୍ରମିକ ସାଜିଲେ ବିଡ଼ିଓ: ସୋଡ଼କ ଗ୍ରାମରେ ପାଳିତ ହେଲା ରୋଜଗାର ଦିବସ ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ ସୋଡ଼କ ଗ୍ରାମରେ ନୂତନ ବର୍ଷ ଅବସରରେ 'ଭି ବି ଜି ରାମ ଜୀ' ରୋଜଗାର ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ପୋଲସରା ବିଡ଼ିଓ ଶଶିଭୂଷଣ ମହାପାତ୍ର ନିଜେ କୋଦାଳ ଓ ମାଟି କଢ଼େଇ ଧରି ଶ୍ରମିକମାନଙ୍କ ସହ ମିଶି କାମ କରିବା ସହ ସେମାନଙ୍କୁ ଉତ୍ତରୀୟ ଓ ମିଠା ଦେଇ ସମ୍ମାନିତ କରିଥିଲେ। ଏହି କାର୍ଯ୍ୟକ୍ରମରେ ବ୍ଲକର ବୈଷୟିକ ଅଧିକାରୀ ଓ ସ୍ଥାନୀୟ ସରପଞ୍ଚ ଉପସ୍ଥିତ ରହି ଶ୍ରମଦାନ କରିଥିଲେ।
    1
    ଶ୍ରମିକ ସାଜିଲେ ବିଡ଼ିଓ: ସୋଡ଼କ ଗ୍ରାମରେ ପାଳିତ ହେଲା ରୋଜଗାର ଦିବସ
ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ ସୋଡ଼କ ଗ୍ରାମରେ ନୂତନ ବର୍ଷ ଅବସରରେ 'ଭି ବି ଜି ରାମ ଜୀ' ରୋଜଗାର ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ପୋଲସରା ବିଡ଼ିଓ ଶଶିଭୂଷଣ ମହାପାତ୍ର ନିଜେ କୋଦାଳ ଓ ମାଟି କଢ଼େଇ ଧରି ଶ୍ରମିକମାନଙ୍କ ସହ ମିଶି କାମ କରିବା ସହ ସେମାନଙ୍କୁ ଉତ୍ତରୀୟ ଓ ମିଠା ଦେଇ ସମ୍ମାନିତ କରିଥିଲେ। ଏହି କାର୍ଯ୍ୟକ୍ରମରେ ବ୍ଲକର ବୈଷୟିକ ଅଧିକାରୀ ଓ ସ୍ଥାନୀୟ ସରପଞ୍ଚ ଉପସ୍ଥିତ ରହି ଶ୍ରମଦାନ କରିଥିଲେ।
    user_Ganjam Khabar
    Ganjam Khabar
    Journalist ଗଞ୍ଜାମ, ଗଞ୍ଜାମ, ଓଡ଼ିଶା•
    14 hrs ago
  • କେନ୍ଦ୍ରାପଡ଼ା, ତାଳଛୁଆ ଠାରେ ରାଷ୍ଟୀୟ ହିନ୍ଦୁ ଏକତା କାର୍ଯ୍ୟକ୍ରମ ଅନୁଷ୍ଠିତ..!
    1
    କେନ୍ଦ୍ରାପଡ଼ା, ତାଳଛୁଆ ଠାରେ ରାଷ୍ଟୀୟ ହିନ୍ଦୁ ଏକତା କାର୍ଯ୍ୟକ୍ରମ ଅନୁଷ୍ଠିତ..!
    user_Sarbeswar malik
    Sarbeswar malik
    Press କେନ୍ଦ୍ରାପଡା, କେନ୍ଦ୍ରାପଡ଼ା, ଓଡ଼ିଶା•
    23 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.