Shuru
Apke Nagar Ki App…
ତେଜ ତନ୍ମୟ, କେନ୍ଦ୍ରାପଡ଼ା ରାଜ୍ୟ ସ୍ତରୀୟ ଓଡ଼ିଆ ବକ୍ତୃତା ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପୁରସ୍କୃତ
Prafulla Kumar Malla
ତେଜ ତନ୍ମୟ, କେନ୍ଦ୍ରାପଡ଼ା ରାଜ୍ୟ ସ୍ତରୀୟ ଓଡ଼ିଆ ବକ୍ତୃତା ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପୁରସ୍କୃତ
More news from ଓଡ଼ିଶା and nearby areas
- Post by Himanshu Nanda1
- ପାରାଦୀପ ପ୍ରେସ ମିଡ଼ିଆ ଓ ଓଡିଶା ସାମ୍ବାଦିକ ସଙ୍ଘ ତରଫରୁ ଯୁବ ସାମ୍ବାଦିକ ରଶ୍ମି ରଞ୍ଜନ ରାଉତରାୟ ଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି ସଭା....1
- Post by ଯାଜପୁର ଖବର ପ୍ରସାରିତ1
- ଜଗତସିଂହପୁର ୨/୪- ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ କଟକ - ପାରାଦ୍ୱୀପ ରାସ୍ତା ସାରଳା ରୋଡ ଗ୍ରାମ୍ୟବ୍ୟାଙ୍କ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଦୁଇଜଣ ଆହତ l କାର ଘୋଷାଡ଼ିନେଲା ମଟରସାଇକେଲକୁ l ମଟରସାଇକେଲରେ ପ୍ରଶାନ୍ତ ସାହୁ, ପ୍ରଭୁ ପଦ ସାହୁ, (୨୬) ବାପା ପୁଅ କଟକରୁ ଆପାଚି ମଟର ସାଇକେଲ ନମ୍ବର ଓଡି ୨୧ ଏସ ୪୪୯୩ ରେ ପଞ୍ଚୁପଲାଇ ପୋଖରିଆପଡା ନିଜ ଘରକୁ ଫେରୁଥିଲେ l ପାରାଦ୍ୱୀପ କଷ୍ଟମ କାର୍ଯ୍ୟାଳୟ ରେ ଲାଗିଥିବା ମାରୁତି ସୁଇଫ୍ଟ ଡିଜେୟାର ନମ୍ବର ଓଡି ୩୩ ଟି ୪୩୧୬, ପାରାଦ୍ୱୀପରୁ କଟକ ଅଭିମୁଖେ ଦ୍ରୁତଗତିରେ ଯାଉଥିବାବେଳ କଟକ - ପାରାଦ୍ୱୀପ ରାସ୍ତା ସାରଳା ରୋଡ଼ ଗ୍ରାମ୍ୟବ୍ୟାଙ୍କ ସମ୍ମୁଖରେ ମଟର ସାଇକେଲକୁ ଡାହାଣରୁ ଘୋଷାଡ଼ି ଆଣିଥିଲା ଚାପିଦେଇଥିଲା l ଯାହାଫଳରେ ମଟରସାଇକଲେରେ ଥିବା ଦୁଇଜଣ ବାପାପୁଅ ରାସ୍ତାକୁ ଛିଟିକି ପଡି ଗୁରୁତର ଆହତ ହୋଇଥିଲେ l ଉପସ୍ଥିତ କିଛି ଯୁବକ ସଙ୍ଗେ ସଙ୍ଗେ ସ୍ଥାନୀୟ ମଣିଜଙ୍ଗା ମେଡିକାଲକୁ ନେଇଯାଇଥିଲେ l ସେଠାରେ ସେମାନେ ଚିକିଶ୍ଚିତ ହେଉଥିବା ଜଣାପଡିଛି l ମାରୁତି ସୁଇଫ୍ଟ ଡିଜେୟାର ନମ୍ବର ଓଡି ୩୩ ଟି ୪୩୧୬ ଗାଡିଟି ପାରାଦ୍ୱୀପ ଅଞ୍ଚଳର ବୋଲି ଜଣାପଡିଛି l ଉଭୟ ଦୁଇଟି ଗାଡିକୁ ତିର୍ତ୍ତୋଲ ପୋଲିସ ଜବତ କରି ଥାନାକୁ ନେଇଥିବା ଜଣାପଡିଛି l2
- ଜୟ ଜଗନ୍ନାଥ ଓଡ଼ିଶା ଡ୍ରାଇଭର ମହାସଂଘ ଜିନ୍ଦାବାଦ ଜୟ ଯବାନ ଜୟ କିସାନ୍,ଜୟ ଜଗନ୍ନାଥ1
- Post by Gagan Bhoi1
- ଗାଡ଼ିରେ ପ୍ରେସ୍ ଲେଖୁଥିଲେ ସାବଧାନ! ପୋଲିସ୍ ଚେକିଙ୍ଗରୁ ବଞ୍ଚିବା ପାଇଁ ଗାଡ଼ିରେ ପ୍ରେସ୍ ଲେଖି ଛାତି ଫୁଲାଇ ବୁଲୁଥିଲେ ବାବୁ। ଧରାପଡ଼ି ଗଲେ 😂 ପ୍ରେସ୍ ଲେଖି ମନ ଇଚ୍ଛା ଗାଡ଼ି ଧରି ରାସ୍ତାରେ ବୁଲିବା ପଡ଼ିଲା ମହଙ୍ଗା । ଚେକିଂ ବେଳେ ଧରାପଡ଼ିଗଲେ କଟକ ଟ୍ରାଫିକ୍ ଆଇଆଇସିଙ୍କ ହାବୁଡ଼ରେ।1
- ସତ୍ୟନାରାୟଣ ଙ୍କ ପୀଠରେ ବିଶ୍ଵଶାନ୍ତି ବିଷ୍ଣୁ ମହାଯଜ୍ଞ,ପୁରୀ ର ପଣ୍ଡିତ ମଣ୍ଡଳୀ ଙ୍କ ବେଦପାଠ, ହୋମଯଜ୍ଞ ରେ ପ୍ରକମ୍ପିତ ହେଲା ଷଣ୍ଢକୁଦ ଅଞ୍ଚଳ, ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ ନେଲେ ମହାପ୍ରଭୁ ଙ୍କ ଆଶୀର୍ବାଦ....1