Shuru
Apke Nagar Ki App…
ଗୁଲୁବା ଗ୍ରାମ ରେ ଜଣେ ଯୁବକ ନିଜ ଘରେ ବେକରେ ବେଡ଼ସିଟ ଲଗାଇ ଆତ୍ମ ହତ୍ୟା ଉଦ୍ୟମ କରିଥିଲେ ପରିବାର ଲୋକେ ଉଦ୍ଧାର କରି ମୋହନା ମେଡିକାଲ ଆଣିଥିଲେ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ମେଡିକାଲ କୁ ସ୍ଥାନାନ୍ତର
Ansubhai Pandey
ଗୁଲୁବା ଗ୍ରାମ ରେ ଜଣେ ଯୁବକ ନିଜ ଘରେ ବେକରେ ବେଡ଼ସିଟ ଲଗାଇ ଆତ୍ମ ହତ୍ୟା ଉଦ୍ୟମ କରିଥିଲେ ପରିବାର ଲୋକେ ଉଦ୍ଧାର କରି ମୋହନା ମେଡିକାଲ ଆଣିଥିଲେ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ମେଡିକାଲ କୁ ସ୍ଥାନାନ୍ତର
More news from ଓଡ଼ିଶା and nearby areas
- Post by Ansubhai Pandey1
- ପ୍ରାଇଭେଟ୍ ହାତରେ ଜନତା ବିକ୍ରି ହୋଇଯିବେ ଗଣେଶ ପାଣିଗ୍ରାହୀ ରିପୋର୍ଟ1
- ପ୍ରାଇଭେଟ୍ ହାତରେ ଜନତା ବିକ୍ରି ହୋଇଯିବେ #Privet #People #Government #Viral #Update #latest #Recent #odisha #India #news1
- କୁକୁଡ଼ାଖଣ୍ତି ବ୍ଳକ ପରିସରରେ ଗଞ୍ଜାମ ଜିଲ୍ଲାପାଳ ଓ ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣି #live_odisha_news_update #published_from #kukudakhandi #block1
- ରାଇକିଆରେ ବିଶ୍ୱ ମହିଳା ଦିବସ ପାଳିତ #raikia #kandhamal #odisa1
- Post by Samanta Sekhar Nayak1
- ମୁନିଗୁଡା ବ୍ଲକରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ । ରିପୋର୍ଟର ନରୋତ୍ତମ ପାଢ଼ୀ ମୁନିଗୁଡା/ରାୟଗଡ:- ତା.୦୯-୦୩-୨୦୨୬ରିଖ ଦିନ ମୁନିଗୁଡା ବ୍ଲକ ସଦଭାବନା ସଭାଗୃହରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ଶିବିରରେ ବନଖଣ୍ଡ ଅଧିକାରୀ ସଚିନ ଆନ୍ନା ସାହେବ ଓହୋଲ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକାରୀ, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ, ରାୟଗଡ ଅକ୍ଷୟ କୁମାର ଖେମୁଣ୍ଡୁ, ଗୁଣପୁର ଉପ ଜିଲ୍ଲାପାଳ ଦୁଧାଲ ଅଭିଷେକ ଦିଲୀପ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ଵାସ୍ଥ୍ୟ ଅଧିକାରୀ ଭି ସରଜୋନୀ ଦେବୀ, ଗୁଣପୁର ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ଅଜୟ କୁମାର ପ୍ରଧାନ, ଯୋଗଦେଇ ସମସ୍ତ ଅଭିଯୋଗର ଶୁଣାଣୀ କରିଥିଲେ। ଆଜି ମୋଟ ୭୩ଟି ଅଭିଯୋଗ ର ଶୁଣାଣୀ ହୋଇଥିବା ବେଳେ, ସେଥିରୁ ଟି ୫୭ ବ୍ୟକ୍ତିଗତ,୧୬ଟି ସାମୁହିକ ଦରଖାସ୍ତ ପଞ୍ଜିକରଣ ହୋଇଥିଲା । ଜିଲ୍ଲାପାଳ ଆଜି ରେଡ଼କ୍ରସ ପାଣ୍ଠିରୁ ଜଣକା ୨୦ ହଜାର ହିସାବରେ ତିନି ଜଣଙ୍କୁ ୬୦ହଜାର, ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ଦୁଇ ଜଣଙ୍କୁ ୪୦ହଜାର ଟଙ୍କାର ଆର୍ଥିକ ସାହାଯ୍ୟ ପ୍ରଦାନ କରିଥିଲେ । ଜିଲ୍ଲାପାଳ ସମସ୍ତ ଦରଖାସ୍ତ ଗ୍ରହଣ ପରେ ସେ ଗୁଡିକୁ ତଦନ୍ତ କରି ତୁରନ୍ତ ପଦକ୍ଷେପ ନେବା ନିମନ୍ତେ ସମ୍ପୃକ୍ତ ଅଧିକାରୀଙ୍କୁ ଦରଖାସ୍ତ ଗୁଡିକ ପ୍ରଦାନ କରିବା ସହ ଗ୍ରହଣ କରିଥିବା ପଦକ୍ଷେପର ବିବରଣୀ ଜିଲ୍ଲା କାର୍ଯ୍ୟାଳୟକୁ ଜଣାଇବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ । ଏହି ଅଭିଯୋଗ ଶିବିରରେ ଅବକାରୀ ନିରିକ୍ଷକ ସନ୍ତୋଶ କୁମାର ଧଳ ସାମନ୍ତ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ, ବିଷମକଟକ ଉପଖଣ୍ଡ ଆରକ୍ଷୀ ଅଧିକାରୀ ସନ୍ତୋଷିନୀ ଓରାମ, ଲିଡ଼ ବ୍ୟାଙ୍କ ଅଧିକାରୀ ଦେବେନ୍ଦ୍ର ବାଉରୀଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ । ମୁନିଗୁଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ କୃଷ୍ଣଚନ୍ଦ୍ର ଦଳପତିଙ୍କ ତତ୍ୱାବଧାନରେ ଅନୁଷ୍ଠୀତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୁନିଗୁଡା ତହସିଲଦାର ଏମ ଅନୁରାଧା, ମୁନିଗୁଡା ଥାନା ଅଧିକାରୀ ଶ୍ରଦ୍ଧାଞ୍ଜଳି ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ । ରାୟଗଡ଼ ଜିଲ୍ଲା ରୁ ନରୋତ୍ତମ ପାଢ଼ୀ ଙ୍କ ରିପୋର୍ଟ4
- Post by Ansubhai Pandey1