ଗ୍ରାମ୍ୟ ସ୍ତରୀୟ ଶିଶୁ କଲ୍ୟାଣ ଓ ସୁରକ୍ଷା କମିଟି ବୈଠକ ଚଙ୍ଗୁଡ଼ିଆ ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ:- ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ଚାଙ୍ଗୁଡ଼ିଆ, ବ୍ରାହ୍ମଣବିଲ, କୋଶଳା ପଞ୍ଚାୟତ ର ସନ୍ତରାବନ୍ଧ, ବଡବେରେନା, ବହିଆଲି ଜଙ୍ଗଲ, ଟାକୁଆ, ଭଗୀଲାକଟା, କଙ୍କୃପାଲ୍ ଗ୍ରାମ ରେ ବିଶ୍ଵ ଯୁବ କେନ୍ଦ୍ର ବଣୀନାଲି ଅନୁଗୋଳ ଦ୍ୱାରା ପରିଚାଳିତ ଜଷ୍ଟ ରାଇଟ ଫର୍ ଚିଲ୍ ଡ୍ରେନ୍ ଦ୍ୱାରା ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ ଅନୁଷ୍ଠିତ ହୋଇଯାଇଛି l କାର୍ଯ୍ୟକ୍ରମ ରେ ଅଙ୍ଗନାୱାଡି କର୍ମୀ, ୱାଡମେମ୍ୱର, ଆଶା, କିଶୋରୀ ଏବଂ ଗ୍ରାମ ର କିଛି ସଦସ୍ୟ ଉପସ୍ଥିତ ଥିଲେ l ଶିଶୁଙ୍କୁ ନିଜର ଅଧିକାର ରୁ ବଞ୍ଚିତ କରି ବାଲ୍ୟ ବିବାହ , ଶିଶୁ ଯୌନ ନିର୍ଯାତନା, ଶିଶୁ ଶ୍ରମିକ ତଥା ଜୀବନ ପ୍ରତି ବିପଦ ସଙ୍କୁଲନ କାର୍ଯ୍ୟ ରେ ନିୟୋଜିତ ତଥା ଏହାର ଭୟାବହତା ଉପରେ ଆଲୋଚନା ହୋଇଥିଲା l ବାଲ୍ୟ ବିବାହ ତଥା ଶିଶୁ ଙ୍କୁ ଶ୍ରମରେ ନିୟୋଜିତ କରୁଥିବା ଲୋକଙ୍କ ପାଇଁ ଭାରତୀୟ ଆଇନ୍ ଅନୁଯାୟୀ ବାଲ୍ୟ ବିବାହ ର ଦଣ୍ଡ ବିଧାନ ଓ ନିୟମାବଳୀ ଏବଂ ପ୍ରତେକ ଶିଶୁ ର ଚାରୋଟି ପ୍ରାଥମିକ ଅଧିକାର ବିଷୟରେ ଆଲୋଚନା କରାଯାଇଥିଲା l ବିଶ୍ଵ ଯୁବ କେନ୍ଦ୍ର ର ନିର୍ଦ୍ଦେଶକ ମନୋଜ କୁମାର ମହାପାତ୍ର ଓ ପୂଜା ସ୍ୱାଇଁ ଓ ଅଭିଷେକ ମହାପାତ୍ର ଙ୍କ ତତ୍ୱା ବଧାନ ରେ ପ୍ରକଳ୍ପ ସହଯୋଗୀ ସୁନୀତା ମାଝୀ ସଭା ପରିଚାଳନା କରିଥିଲେ l ଶେଷ ରେ ଶପଥ ପାଠ କରାଇଥିଲେ ଏବଂ ଧନ୍ୟବାଦ ଅର୍ପଣ କରି ସଭା ସାଙ୍ଗ କରିଥିଲେ l
ଗ୍ରାମ୍ୟ ସ୍ତରୀୟ ଶିଶୁ କଲ୍ୟାଣ ଓ ସୁରକ୍ଷା କମିଟି ବୈଠକ ଚଙ୍ଗୁଡ଼ିଆ ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ:- ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ଚାଙ୍ଗୁଡ଼ିଆ, ବ୍ରାହ୍ମଣବିଲ, କୋଶଳା ପଞ୍ଚାୟତ ର ସନ୍ତରାବନ୍ଧ, ବଡବେରେନା, ବହିଆଲି ଜଙ୍ଗଲ, ଟାକୁଆ, ଭଗୀଲାକଟା, କଙ୍କୃପାଲ୍ ଗ୍ରାମ ରେ ବିଶ୍ଵ ଯୁବ କେନ୍ଦ୍ର ବଣୀନାଲି ଅନୁଗୋଳ ଦ୍ୱାରା ପରିଚାଳିତ ଜଷ୍ଟ ରାଇଟ ଫର୍ ଚିଲ୍ ଡ୍ରେନ୍ ଦ୍ୱାରା ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ ଅନୁଷ୍ଠିତ ହୋଇଯାଇଛି l କାର୍ଯ୍ୟକ୍ରମ ରେ ଅଙ୍ଗନାୱାଡି କର୍ମୀ, ୱାଡମେମ୍ୱର, ଆଶା, କିଶୋରୀ ଏବଂ ଗ୍ରାମ ର କିଛି ସଦସ୍ୟ ଉପସ୍ଥିତ ଥିଲେ l ଶିଶୁଙ୍କୁ ନିଜର ଅଧିକାର ରୁ ବଞ୍ଚିତ କରି ବାଲ୍ୟ ବିବାହ , ଶିଶୁ ଯୌନ ନିର୍ଯାତନା, ଶିଶୁ ଶ୍ରମିକ ତଥା ଜୀବନ ପ୍ରତି ବିପଦ ସଙ୍କୁଲନ କାର୍ଯ୍ୟ ରେ ନିୟୋଜିତ ତଥା ଏହାର ଭୟାବହତା ଉପରେ ଆଲୋଚନା ହୋଇଥିଲା l ବାଲ୍ୟ ବିବାହ ତଥା ଶିଶୁ ଙ୍କୁ ଶ୍ରମରେ ନିୟୋଜିତ କରୁଥିବା ଲୋକଙ୍କ ପାଇଁ ଭାରତୀୟ ଆଇନ୍ ଅନୁଯାୟୀ ବାଲ୍ୟ ବିବାହ ର ଦଣ୍ଡ ବିଧାନ ଓ ନିୟମାବଳୀ ଏବଂ ପ୍ରତେକ ଶିଶୁ ର ଚାରୋଟି ପ୍ରାଥମିକ ଅଧିକାର ବିଷୟରେ ଆଲୋଚନା କରାଯାଇଥିଲା l ବିଶ୍ଵ ଯୁବ କେନ୍ଦ୍ର ର ନିର୍ଦ୍ଦେଶକ ମନୋଜ କୁମାର ମହାପାତ୍ର ଓ ପୂଜା ସ୍ୱାଇଁ ଓ ଅଭିଷେକ ମହାପାତ୍ର ଙ୍କ ତତ୍ୱା ବଧାନ ରେ ପ୍ରକଳ୍ପ ସହଯୋଗୀ ସୁନୀତା ମାଝୀ ସଭା ପରିଚାଳନା କରିଥିଲେ l ଶେଷ ରେ ଶପଥ ପାଠ କରାଇଥିଲେ ଏବଂ ଧନ୍ୟବାଦ ଅର୍ପଣ କରି ସଭା ସାଙ୍ଗ କରିଥିଲେ l
- ଇଦ୍-ଏ-ମିଲାଦ ବା ପୟଗମ୍ବର ମହମ୍ମଦଙ୍କ ଜନ୍ମଦିନ ପାଳିତ କରଞ୍ଜିଆ ସହର ସନ୍ନିକଟ ମଣ୍ଡୁଆ ମୁସଲିମ ସାହିରେ ଇଦ୍-ଏ-ମିଲାଦ ଅବସରରେ ପୟଗମ୍ବର ମହମ୍ମଦଙ୍କ ଜନ୍ମଦିନ ଧୂମଧାମରେ ପାଳିତ ହୋଇଯାଇଛି। ଏହି ଅବସରରେ ମଣ୍ଡୁଆ ଆଜାଦ କ୍ଲବ ପକ୍ଷରୁ ବିଭିନ୍ନ ଧାର୍ମିକ ଓ ସାମାଜିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ମଣ୍ଡୁଆ ଆଜାଦ କ୍ଲବର ସଭାପତି ଏସ୍କେ ଗୁଡୁ ଓ ସମ୍ପାଦକ ଏସ୍କେ ହମିଦ ରାଜାଙ୍କ ତତ୍ତ୍ୱାବଧାନରେ ଏକ ବିଶାଳ ତଜିଆ ସଭାଯାତ୍ରା ଆୟୋଜିତ ହୋଇଥିଲା। ଗ୍ରାମର ମସଜିଦ ନିକଟରୁ ସୁସଜ୍ଜିତ ତଜିଆ ସହ ସଭାଯାତ୍ରା ବାହାରି ମଣ୍ଡୁଆ ଗ୍ରାମର ବିଭିନ୍ନ ଅଞ୍ଚଳ ପରିକ୍ରମା କରିଥିଲା। ସଭାଯାତ୍ରାରେ ଶହ ଶହ ମୁସଲିମ ସମ୍ପ୍ରଦାୟର ଲୋକ ସାମିଲ ହୋଇ ଇଦ୍-ଏ-ମିଲାଦର ଶୁଭେଚ୍ଛା ଜଣାଇଥିଲେ। ସଭାଯାତ୍ରା ସମୟରେ ଧାର୍ମିକ ଭାବାବେଗର ପରିବେଶ ସୃଷ୍ଟି ହୋଇଥିବା ବେଳେ ଯୁବକ, ବୟସ୍କ ଓ ଛୋଟ ପିଲାମାନେ ମଧ୍ୟ ଉତ୍ସାହର ସହିତ ଏଥିରେ ସାମିଲ ହୋଇଥିଲେ। ଗ୍ରାମ ପରିକ୍ରମା ପରେ ସଭାଯାତ୍ରା ପୁଣି ମସଜିଦ ନିକଟରେ ପହଞ୍ଚି ସମାପ୍ତ ହୋଇଥିଲା। କାର୍ଯ୍ୟକ୍ରମରେ ମଣ୍ଡୁଆ ଆଜାଦ କ୍ଲବର ସଦସ୍ୟ ଏସକେ ମଇନ,ଏସକେ କରିମ,ଏସକେ ସାଜୁ,ଏସକେ ରୁକୁ,ଏସକେ ନାନୁ,ଏସକେ ସୋହିଲ ସମେତ ସ୍ଥାନୀୟ ମୁସଲିମ ସମ୍ପ୍ରଦାୟର ବ୍ୟକ୍ତିବିଶେଷ ଓ ଶତାଧିକ ଶ୍ରଦ୍ଧାଳୁ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ। ଇଦ୍-ଏ-ମିଲାଦ ବା ପୟଗମ୍ବର ମହମ୍ମଦଙ୍କ ଜନ୍ମଦିନ ପାଳିତ କରଞ୍ଜିଆ ସହର ସନ୍ନିକଟ ମଣ୍ଡୁଆ ମୁସଲିମ ସାହିରେ ଇଦ୍-ଏ-ମିଲାଦ ଅବସରରେ ପୟଗମ୍ବର ମହମ୍ମଦଙ୍କ ଜନ୍ମଦିନ ଧୂମଧାମରେ ପାଳିତ ହୋଇଯାଇଛି। ଏହି ଅବସରରେ ମଣ୍ଡୁଆ ଆଜାଦ କ୍ଲବ ପକ୍ଷରୁ ବିଭିନ୍ନ ଧାର୍ମିକ ଓ ସାମାଜିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ମଣ୍ଡୁଆ ଆଜାଦ କ୍ଲବର ସଭାପତି ଏସ୍କେ ଗୁଡୁ ଓ ସମ୍ପାଦକ ଏସ୍କେ ହମିଦ ରାଜାଙ୍କ ତତ୍ତ୍ୱାବଧାନରେ ଏକ ବିଶାଳ ତଜିଆ ସଭାଯାତ୍ରା ଆୟୋଜିତ ହୋଇଥିଲା। ଗ୍ରାମର ମସଜିଦ ନିକଟରୁ ସୁସଜ୍ଜିତ ତଜିଆ ସହ ସଭାଯାତ୍ରା ବାହାରି ମଣ୍ଡୁଆ ଗ୍ରାମର ବିଭିନ୍ନ ଅଞ୍ଚଳ ପରିକ୍ରମା କରିଥିଲା। ସଭାଯାତ୍ରାରେ ଶହ ଶହ ମୁସଲିମ ସମ୍ପ୍ରଦାୟର ଲୋକ ସାମିଲ ହୋଇ ଇଦ୍-ଏ-ମିଲାଦର ଶୁଭେଚ୍ଛା ଜଣାଇଥିଲେ। ସଭାଯାତ୍ରା ସମୟରେ ଧାର୍ମିକ ଭାବାବେଗର ପରିବେଶ ସୃଷ୍ଟି ହୋଇଥିବା ବେଳେ ଯୁବକ, ବୟସ୍କ ଓ ଛୋଟ ପିଲାମାନେ ମଧ୍ୟ ଉତ୍ସାହର ସହିତ ଏଥିରେ ସାମିଲ ହୋଇଥିଲେ। ଗ୍ରାମ ପରିକ୍ରମା ପରେ ସଭାଯାତ୍ରା ପୁଣି ମସଜିଦ ନିକଟରେ ପହଞ୍ଚି ସମାପ୍ତ ହୋଇଥିଲା। କାର୍ଯ୍ୟକ୍ରମରେ ମଣ୍ଡୁଆ ଆଜାଦ କ୍ଲବର ସଦସ୍ୟ ଏସକେ ମଇନ,ଏସକେ କରିମ,ଏସକେ ସାଜୁ,ଏସକେ ରୁକୁ,ଏସକେ ନାନୁ,ଏସକେ ସୋହିଲ ସମେତ ସ୍ଥାନୀୟ ମୁସଲିମ ସମ୍ପ୍ରଦାୟର ବ୍ୟକ୍ତିବିଶେଷ ଓ ଶତାଧିକ ଶ୍ରଦ୍ଧାଳୁ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ।1
- କାଶତଣ୍ଡୀ—ଶରତର ନୀରବ ପ୍ରେମପତ୍ର ସୌନ୍ଦର୍ଯ୍ୟ ସବୁବେଳେ ରଙ୍ଗରେ ନଥାଏ, ନୀରବତାରେ ବି ଥାଏ କାଶତଣ୍ଡୀ—ଶରତର ନୀରବ ପ୍ରେମପତ୍ର ବର୍ଷା ଋତୁର ବିଦାୟ ବେଳେ ଯେତେବେଳେ ଆକାଶର ନୀଳିମା ଧୀରେ ଧୀରେ ଗଭୀର ହୁଏ, ସେତେବେଳେ ପାହାଡ଼ ପାଦଦେଶ, ନଈକୂଳ ଓ ଗାଁ ରାସ୍ତା କଡ଼ରେ ଧଳା ଧଳା କାଶତଣ୍ଡୀ ଫୁଲ ହସି ଉଠେ। ମନେହୁଏ, ପ୍ରକୃତି ନିଜ ହାତରେ ଧଳା ଚାଦର ବିଛାଇ ଶରତକୁ ସ୍ୱାଗତ କରୁଛି। କାଶତଣ୍ଡୀ କେବଳ ଏକ ଫୁଲ ନୁହେଁ; ଏହା ଆମ ଗାଁ ମାଟିର ସ୍ମୃତି, ଶୈଶବର ଅନୁଭବ ଓ ଆସୁଥିବା ପାର୍ବଣର ଏକ ନୀରବ ସଙ୍କେତ। କାଶ ଫୁଲର ଧଳା ରଙ୍ଗ ମନକୁ ଅଜଣା ଶାନ୍ତି ଦିଏ। ପବନର ହାଲୁକା ସ୍ପର୍ଶରେ ଯେତେବେଳେ କାଶତଣ୍ଡୀ ଦୋଳିଉଠେ, ଲାଗେ ଯେମିତି ପ୍ରକୃତି ନିଜେ ହସିହସି ମଣିଷକୁ କହୁଛି—“ଦୁଃଖ ସବୁଦିନ ରହେନି, ପରିବର୍ତ୍ତନ ନିଶ୍ଚୟ ଆସେ।” କାଶ ଫୁଲ ଫୁଟିଲେ ମନେ ପଡ଼େ ପିଲାଦିନ। ଗାଁ ରାସ୍ତାରେ ସାଙ୍ଗମାନଙ୍କ ସହ ଦୌଡ଼ିବା, କାଶବଣ ଭିତରେ ଲୁଚିବା, ଧଳା ଫୁଲକୁ ଦେଖି ମନ ଭରିଯିବା—ସେସବୁ ସ୍ମୃତି ଆଜି ବି ମନର କେଉଁ ଏକ କୋଣରେ ଜୀବନ୍ତ। ସମୟ ବଦଳିଯାଇଛି, ଲୋକେ ବଡ଼ ହୋଇଯାଇଛନ୍ତି, ଜୀବନର ବ୍ୟସ୍ତତା ବଢ଼ିଛି; କିନ୍ତୁ କାଶତଣ୍ଡୀ ଆସିଲେ ସେହି ପୁରୁଣା ଦିନଗୁଡ଼ିକ ପୁଣି ମନ ଦୁଆରରେ ଠକ୍ଠକ୍ କରନ୍ତି। ଶରତର ଆଗମନୀ ବାର୍ତ୍ତା ନେଇ ଆସୁଥିବା ଏହି ଧଳା ଫୁଲ ଆମକୁ ଆଉ ଏକ କଥା ଶିଖାଏ—ସୌନ୍ଦର୍ଯ୍ୟ ସବୁବେଳେ ରଙ୍ଗରେ ନଥାଏ, ନୀରବତାରେ ବି ଥାଏ। କାଶତଣ୍ଡୀର ସରଳତା ଭିତରେ ଲୁଚିଥାଏ ଗଭୀର ଭାବନା। ତାହାର ଦୋଳାୟମାନ ଫୁଲ ଯେମିତି କହିଯାଏ—ଜୀବନର ପଥ ଯେତେ କଠିନ ହେଉ, ପ୍ରକୃତି ପ୍ରତି ଋତୁରେ ନୂଆ ଆଶା ନେଇ ଆସେ। ଆଜି ସହରୀକରଣ ଓ ବଦଳୁଥିବା ଜୀବନଶୈଳୀ ମଧ୍ୟରେ ଅନେକ ପ୍ରାକୃତିକ ଦୃଶ୍ୟ ଧୀରେ ଧୀରେ ହଜିଯାଉଛି। ତଥାପି ଯେଉଁଠି କାଶତଣ୍ଡୀ ଦୋଳିଉଠେ, ସେଠି ଆଜି ବି ଓଡ଼ିଶାର ମାଟିର ଗନ୍ଧ ମିଳେ, ଗାଁର ସରଳତା ଦେଖାଯାଏ ଏବଂ ମନ ଭିତରେ ଜାଗିଉଠେ ହଜିଯାଇଥିବା ଦିନର ସ୍ମୃତି। କାଶତଣ୍ଡୀ ତେଣୁ କେବଳ ଶରତର ଫୁଲ ନୁହେଁ—ଏହା ପ୍ରକୃତିର ଏକ ଧଳା କବିତା, ସ୍ମୃତିର ଏକ ନୀରବ ଝରଣା ଏବଂ ଆଶାର ଏକ ନୂଆ ସକାଳ।2
- ହିନ୍ଦୋଳ ବନ ବିଭାଗରେ ଅରାଜକତା. ହାତୀ ମଣିଷ ଲଢେଇ କେବଳ ତଳିଆ କର୍ମଚାରୀଙ୍କୁ ନିଲମ୍ବିତ ଏବଂ କ୍ଷତି ପୂରଣ ପରେ ବିଭାଗ ଚୁପ. ଢେଙ୍କାନାଳ ଜିଲ୍ଲାର ହିନ୍ଦୋଳ ବନାଞ୍ଚଳରେ ବୃଦ୍ଧି ପାଉଛି ହାତୀ ମଣିଷ ଲଢେଇ. ମୃତକଙ୍କୁ କ୍ଷତି ପୂରଣ ଏବଂ ତଳିଆ କର୍ମଚାରୀଙ୍କୁ ନିଲମ୍ବିତ କରି ବିଭାଗ ଚୁପ. ସ୍ଥାୟୀ ସମାଧାନ ନହେଲେ ଜନ ଆନ୍ଦୋଳନ ଏଡାଇ ଦିଆ ଯାଇ ନପାରେ.1
- ଛତିଆ ଗ୍ରାମ ରେ ଯିବାଆସିବା କୁ ନେଇ ବହୁତ ଅସୁବିଧା ସାନ୍ତରାପୁର ପଞ୍ଚାୟତ ଛତିଆ ଦୁଇ ନମ୍ବର ୱାର୍ଡ଼ କାଦୁଅ ସରବର ହେଇ ରହିଛି ରାସ୍ତା3
- ନେପାଳ ରେ ବଡ଼ ଧରଣର ସ୍ୟଲାବ ଆଶିଛି ଯାହା ଅନେକ ଳୋକ ବସବାସ ହରେଇ ଛନ୍ତି ନେପାଳ ରେ ବଡ଼ ଧରଣର ସ୍ୟଲାବ ଆଶିଛି ଯାହା ଅନେକ ଳୋକ ବସବାସ ହରେଇ ଛନ୍ତି1
- Slug- ସାମ୍ବାଦିକ ସଂଘଜିଲା ସାମ୍ବାଦିକ ସଙ୍ଘ ପକ୍ଷରୁ ଅତ୍ୟାଧୁନିକ ରୋଗ ନିଦାନ ଯନ୍ତ୍ର ମୁଖ୍ୟ ଚିକିତ୍ସାଳୟ କୁ ପ୍ରଦାନ କରାଗଲା l ମୁଖ୍ୟ ଚିକିତ୍ସାଳରେ ଉନ୍ନତ ମାନର ରକ୍ତ ପରିକ୍ଷା ମେସିନ୍ ଉଦ୍ଘାଟିତ । ରିପୋର୍ଟ - Place -ଢେଙ୍କାନାଳ Date -25-08-26 Faramt -AVB Anchar- ଢ଼େଙ୍କାନାଳ ମୂଖ୍ୟ ଚିକିତ୍ସାଳୟକୁ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ ଏକ ଅତ୍ୟଧୁନିକ ଟେକ୍ନୋଲୋଜି ଆଧାରିତ biochemical analyser ମେସିନ ପ୍ରଦାନ କରାଯାଇଛି l ଜାପାନ ନିର୍ମିତ Astira LX-400 ANALYSER Machine ରେ 44 ପ୍ରକାର ରୋଗର ସିରମ୍ ନମୁନା ଟେଷ୍ଟ କରିବାର କ୍ଷମତା ରଖୁଛି l ମାଗଣା ରେ 1 ଘଣ୍ଟାରେ 400 ରୋଗୀଙ୍କ ନମୁନା ପରୀକ୍ଷା କରାଯାଇପାରିବ l ଲିଭର, କିଡନୀ, ବ୍ଲଡ ସୁଗାରର କ୍ରିଟିକାଲ ପରୀକ୍ଷା ପାଇଁ ଢ଼େଙ୍କାନାଳ ବାସୀ କଟକ କିମ୍ବା ଭୁବନେଶ୍ୱର ଯାଉଥିଲେ ଏବଂ ଖର୍ଚ୍ଚ ବହୁଳ ହେଉଥିଲା ତାହା ଏବେ ଅଳ୍ପ ସମୟ ଭିତରେ 100% ସଠିକ ନିରୂପଣ କରିବାର କ୍ଷମତା ରଖୁଛି l ଦକ୍ଷ technician ଙ୍କୁ ନିଯୁକ୍ତି ପାଇ ଏହି ଯନ୍ତ୍ର କୁ ପରିଚାଲନା କରିବେ ବୋଲି CDMO କହିଛନ୍ତି l ମୁଖ୍ୟ ଡ଼ାକ୍ତରଖାନା ନମୁନା ପରୀକ୍ଷା ଗବେଷଣା କେନ୍ଦ୍ରରେ ଏହି ଯନ୍ତ୍ରଟିକୁ ଆନୁଷ୍ଠାନିକ ଭାବରେ ମୁନସିପାଲଟି ଅଧ୍ୟକ୍ଷା ଜୟନ୍ତୀ ପାତ୍ର ଫିତା କାଟି ଉଦଘାଟନ କରିଛନ୍ତି l ଅନ୍ୟତମ ଅତିଥି ଭାବେ ଜିଲ୍ଲା ଅତିରିକ୍ତ ଜିଲ୍ଲପାଳ ରମେଶ ଚନ୍ଦ୍ର ସେଠି, CDMO ଦାୟିତ୍ୱରେ ଥିବା ଡ ଏନ୍ ଡି ସି ବେହେରା, ମେଡିସିନ ସ୍ପେଶିଆଲିଷ୍ଟ ଡ ରାଜେନ୍ଦ୍ର କୁମାର ସେଠି ଓ ଜିଲ୍ଲା ସାମ୍ୱାଦିକ ସଙ୍ଘ ସଭାପତି ପ୍ରସନ୍ନ ପଟ୍ଟନାୟକ ଉପସ୍ଥିତ ଥିଲେ l ଏହି Astira ବାୟୋକେମିକାଲ ମେସିନ କୁ ପରିଚାଲନା କରିବାକୂ ଦୀପଙ୍କର ରାୟ, ସୁନୀଲ ପ୍ରଧାନ, ରଞ୍ଜନ ପୋଥାଳ, ଶିଶିର ସେନାପତି ପ୍ରମୁଖ ଅତିଥିଙ୍କୁ ଅନାଲିଜାର ମେସିନ ଉପାଦେୟତା ସମ୍ପର୍କରେ ଅବଗତ କରାଇ ଥିଲେ l ସାମ୍ବାଦିକ ସଙ୍ଘର ସାମ୍ୱାଦିକମାନେ ମଧ୍ୟ୍ୟ ଉପସ୍ଥିତ ଥିଲେ ଲ #DhenkanalNews #Dhenkanal #DhenkanalDistrict #DhenkanalHospital #HealthNews #MedicalNews #BiochemicalAnalyser #AstiraLX400 #DistrictJournalistsAssociation #OdishaNews #Odisha #Healthcare #DhenkanalNewsOdisha1
- ଢେଙ୍କାନାଳ ପୌରଅଧ୍ୟକ୍ଷ୍ୟା ପ୍ରୋସ ମିଟିଙ୍ଗି ରେ ବରିଷ୍ଟ ସମାଜସେବି ରାମଚନ୍ଦ୍ର ପାତ୍ରଙ୍କ ପ୍ରତିକ୍ରିୟା1
- ତାଳଚେର ରେଳ ଷ୍ଟେସନ ନିକଟରେ ସୁଭଦ୍ରା ପାଦିଲ ଦୁଷ୍କର୍ମ ଏବଂ ହତ୍ୟା ଘଟଣାରେ ହତ୍ୟାକାରୀ ବିଶୁ ଗୋଚ୍ଛାୟତକୁ ଯାବତ୍ ଜୀବନ କାରାଦଣ୍ଡ, ଏନେଇ ଆଇନଜୀବିଙ୍କ ପ୍ରତିକ୍ରିୟା ତାଳଚେର ରେଳ ଷ୍ଟେସନ ନିକଟରେ ସୁଭଦ୍ରା ପାଦିଲ ଦୁଷ୍କର୍ମ ଏବଂ ହତ୍ୟା ଘଟଣାରେ ହତ୍ୟାକାରୀ ବିଶୁ ଗୋଚ୍ଛାୟତକୁ ଯାବତ୍ ଜୀବନ କାରାଦଣ୍ଡରେ ଦଣ୍ଡ ଶୁଣାଇଲେ ଅନୁଗୋଳ ଆଡ ହକ୍ ଜଜ୍ (ଫାଷ୍ଟ ଟ୍ରାକ) ବିରଞ୍ଚି ନାରାୟଣ ମିଶ୍ର l ଏନେଇ ଆଇନଜୀବୀଙ୍କ ପ୍ରତିକ୍ରିୟା l1