logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଖୋର୍ଦ୍ଧାରେ ଅଖିମୁଠି ଅନୁକୂଳ କଲେ ପିସିସି ସଭାପତି ଭକ୍ତ ଚରଣ ଦାସ ଭୁବନେଶ୍ୱର : ଆଜି ପବିତ୍ର ଅକ୍ଷୟ ତୃତୀୟା ପର୍ବର ଶୁଭ ଅବସରରେ ଖୋର୍ଦ୍ଧା ଜିଲ୍ଲା କଂଗ୍ରେସ କମିଟି ତରଫ ରୁ ଜୟଦେବ ନିର୍ବାଚନ ମଣ୍ଡଳୀ ବାଲିପାଟଣା ବ୍ଲକ୍ ଅନ୍ତର୍ଗତ ସୁମଣା ଶାସନ ଗ୍ରାମ ପଞ୍ଚାୟତ ରେ ପିସିସି ସଭାପତି ଭକ୍ତ ଚରଣ ଦାସ ଙ୍କ ନେତୃତ୍ୱ ରେ ଖୋର୍ଦ୍ଧା ଜିଲ୍ଲା କଂଗ୍ରେସ ସଭାପତି ରାଜୀବ ପଟ୍ଟନାୟକ ଓ ଅନ୍ୟ ବରିଷ୍ଠ ନେତୃବୃନ୍ଦ ଙ୍କ ଉପସ୍ଥିତିରେ ଅଖିମୁଠି ଅନୁକୂଳ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କୃଷି ପ୍ରାଧାନ୍ୟ ଭବ୍ୟ ସମାରୋହରେ ପ୍ରଥମେ ବିଲରେ ପୂଜାର୍ଚନା ପରେ ପିସିସି ସଭାପତି ଅଖିମୁଠି ଅନୁକୂଳ କରି ହଳ ଚାଲନା କରିଥିଲେ । ଏହି ସମାରୋହରେ ଆଖପାଖ ଗାଁର ଅନେକ କୃଷକ ଙ୍କ ସହିତ ସାଧାରଣଲୋକ ଭାଗନେଇଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ସେବାଦଳ ରାଜ୍ୟ ସଭାପତି ଶୁଭେନ୍ଦୁ ମହାନ୍ତି , ବେଣୁ ଭୋଇ,ନଳିନୀ ବେହେରା , ଜୟନ୍ତ ଭୋଇ ,ସ୍ୱାଗତିକା ପଟ୍ଟନାୟକ,ନିରଞ୍ଜନ ନାୟକ, ସୈାମ୍ୟ ରଞ୍ଜନ ଦାସ,ଶୈଳେନ୍ଦୁ ଦାସ,ସଦାଶିବ ମହାପାତ୍ର,ମନୋଜ ନାୟକ, ଜନ୍ମେଜୟ ସ୍ୱାଇଁ,ରସାନନ୍ଦ ପରିଡ଼ା,ସନ୍ତୋଷ ଭୋଳ,ତାପସ ସେଠୀ,ପୁଲିନ ମହାପାତ୍ର, ଗୋଲକ ବିହାରୀ ସ୍ୱାଇଁ,ସରୋଜ ପ୍ରଧାନ,ବାବୁଲି ପ୍ରଧାନ,ରମାକାନ୍ତ ସାହାଣୀ,ମୁସଲିମ ବକ୍ସ ଖାନ୍ ପ୍ରମୁଖ ଉପସ୍ଥିତ ଥିଲେ ।

1 hr ago
user_NEWS  MANORANJAN
NEWS MANORANJAN
ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
1 hr ago
93ef94bb-287a-4cf3-a9ff-72e2ccbcc9d7

More news from ଓଡ଼ିଶା and nearby areas
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    1 hr ago
  • Post by KSHIROD CHANDRA PANDA
    1
    Post by KSHIROD CHANDRA PANDA
    user_KSHIROD CHANDRA PANDA
    KSHIROD CHANDRA PANDA
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    4 hrs ago
  • Post by Gagan Bhoi
    1
    Post by Gagan Bhoi
    user_Gagan Bhoi
    Gagan Bhoi
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    8 hrs ago
  • Post by ମନୋଜ କୁମାର ପୁଣ୍ଟିଆ
    1
    Post by ମନୋଜ କୁମାର ପୁଣ୍ଟିଆ
    user_ମନୋଜ କୁମାର ପୁଣ୍ଟିଆ
    ମନୋଜ କୁମାର ପୁଣ୍ଟିଆ
    ବାଲିପାଟଣା, ଖୋର୍ଦ୍ଧା, ଓଡ଼ିଶା•
    1 hr ago
  • Post by Prabhati Sahoo
    1
    Post by Prabhati Sahoo
    user_Prabhati Sahoo
    Prabhati Sahoo
    ବାଲିପାଟଣା, ଖୋର୍ଦ୍ଧା, ଓଡ଼ିଶା•
    10 hrs ago
  • ନୂଆ ରଙ୍ଗରେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ।ନାଲି ଛାଡ଼ି ଧଳା ପୋଷାକ ପିନ୍ଧିଲେ ପ୍ରଭାତ। ଧଳା ପୋଷାକ ପିନ୍ଧି କଟକ ଆସିବାପରେ ସ୍ଵାଗତ କରିଥିଲେ ଶତାଧିକ କର୍ମୀ ମାନେ।
    1
    ନୂଆ ରଙ୍ଗରେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ।ନାଲି ଛାଡ଼ି ଧଳା ପୋଷାକ ପିନ୍ଧିଲେ ପ୍ରଭାତ। ଧଳା ପୋଷାକ ପିନ୍ଧି କଟକ ଆସିବାପରେ ସ୍ଵାଗତ କରିଥିଲେ ଶତାଧିକ କର୍ମୀ ମାନେ।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    17 hrs ago
  • କଟକ ଜିଲ୍ଲା ପରମହଂସ ପ୍ରସିଦ୍ଧ ଶବ୍ୟାପୀଠ ଜାହା ପରାମହଂସ ପଞ୍ଚାୟତ ର ପୁର୍ବତନ ଶିବମନ୍ଦିର ଗତକାଲି ରାତିରେ ଘଡ଼ଘଡ଼ି ପଡି ମନ୍ଦିରର ଉପରଭାଗ ଫାଟିଗଲା
    1
    କଟକ ଜିଲ୍ଲା ପରମହଂସ ପ୍ରସିଦ୍ଧ ଶବ୍ୟାପୀଠ ଜାହା ପରାମହଂସ ପଞ୍ଚାୟତ ର ପୁର୍ବତନ ଶିବମନ୍ଦିର ଗତକାଲି ରାତିରେ ଘଡ଼ଘଡ଼ି ପଡି ମନ୍ଦିରର ଉପରଭାଗ ଫାଟିଗଲା
    user_ନିଷ୍ଠୁର ଦୁନିଆ Live
    ନିଷ୍ଠୁର ଦୁନିଆ Live
    Nischintakoili, Cuttack•
    2 hrs ago
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    2 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.