logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଜି ଆଇ ଇ ଟି ବିଶ୍ଵବିଦ୍ୟାଳୟରେ ଅକ୍ଷୟ ତୃତୀୟା ପର୍ବ ପାଳିତ ଗୁଣୁପୁର - ୨୦/୪/୨୬ - ସ୍ଥାନୀୟ ଜି ଆଇ ଇ ଟି ବିଶ୍ଵବିଦ୍ୟାଳୟ ଅଧୀନରେ ଥିବା କୃଷି ମହାବିଦ୍ୟାଳୟର କୃଷି ପ୍ରଦର୍ଶନ କ୍ଷେତ୍ରରେ କୃଷ ଜି ଆଇ ଇ ଟି ବିଶ୍ଵବିଦ୍ୟାଳୟରେ ଅକ୍ଷୟ ତୃତୀୟା ପର୍ବ ପାଳିତ ପଦ୍ମପୁର - ୨୦/୪/୨୬ - ସ୍ଥାନୀୟ ଜି ଆଇ ଇ ଟି ବିଶ୍ଵବିଦ୍ୟାଳୟ ଅଧୀନରେ ଥିବା କୃଷି ମହାବିଦ୍ୟାଳୟର କୃଷି ପ୍ରଦର୍ଶନ କ୍ଷେତ୍ରରେ କୃଷି ଭିତ୍ତିକ ପର୍ବ " *ଅକ୍ଷୟ ତୃତୀୟା* " ପାଳନ କରାଯାଇଛି। କାର୍ଯ୍ୟକ୍ରମର ପ୍ରାରମ୍ଭରେ କୃଷି ମହାବିଦ୍ୟାଳୟ ର ସହକାରୀ ଅଧ୍ୟକ୍ଷ ଅଶୋକ କୁମାର ମିଶ୍ର ମାତା ଲକ୍ଷ୍ମୀଙ୍କୁ ପୂଜା ମାଧ୍ୟମ ରେ ଆବାହନ କରିଥିଲେ। ତାପରେ ବିହନ ବୁଣିବା କାର୍ଯ୍ୟର ଅନୁକୂଳ କରାଯାଇଥିଲା। ଏହି ପବିତ୍ର ଅବସର ରେ ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଓ ଶେଷ ବର୍ଷର ଛାତ୍ରଛାତ୍ରୀ ମାନେ ଯୋଗ ଦେଇଥିଲେ। ଅକ୍ଷୟ ତୃତୀୟାର ମହତ୍ତ୍ଵ କୃଷି ସହ କିପରି ଜଡ଼ିତ ସେ ବିଷୟରେ ଛାତ୍ରଛାତ୍ରୀ ମାନଙ୍କୁ ଅବଗତ କରାଗଲା। ଆଗାମୀ ମୌସୁମୀ ଋତୁରେ ଭଲ ଅମଳ ପାଇଁ ମାତା ଲକ୍ଷ୍ମୀଙ୍କୁ କୃଷକ ଭାଇମାନେ ପୂଜା କରି ମୁଠି ଅନୁକୂଳ କରିଥାନ୍ତି। ଜି ଆ ଇ ଟି ବିଶ୍ଵବିଦ୍ୟାଳୟ ର ସଭାପତି ଡଃ ସତ୍ୟପ୍ରକାଶ ପଣ୍ଡା, ଉପ -ସଭାପତି ଡଃ ଚନ୍ଦ୍ରଧ୍ଵଜ ପଣ୍ଡା, ମହାନିର୍ଦ୍ଦେଶକ ଡଃ ଜଗଦୀଶ ପଣ୍ଡା, ଉପ କୁଳପତି ଡଃ ଏ ଭି ଏନ ଏଲ୍ ଶର୍ମା ଏବଂ ରେଜିଷ୍ଟ୍ରାର ଡଃ ଏନ ଭି ଜେ ରାଓ ସମସ୍ତଙ୍କୁ ସାଧୁବାଦ୍ ଦେବା ସହ ଆଗାମୀ ଋତୁ ରେ ଅଧିକରୁ ଅଧିକ ଅମଳ ହେବା ପାଇଁ କାମନା କରିଥିଲେ।

2 hrs ago
user_Susanta kumar panda
Susanta kumar panda
ପଦ୍ମପୁର, ରାୟଗଡା, ଓଡ଼ିଶା•
2 hrs ago
3687242a-c4e8-4952-8351-eeec18e4cc89

ଜି ଆଇ ଇ ଟି ବିଶ୍ଵବିଦ୍ୟାଳୟରେ ଅକ୍ଷୟ ତୃତୀୟା ପର୍ବ ପାଳିତ ଗୁଣୁପୁର - ୨୦/୪/୨୬ - ସ୍ଥାନୀୟ ଜି ଆଇ ଇ ଟି ବିଶ୍ଵବିଦ୍ୟାଳୟ ଅଧୀନରେ ଥିବା କୃଷି ମହାବିଦ୍ୟାଳୟର କୃଷି ପ୍ରଦର୍ଶନ କ୍ଷେତ୍ରରେ କୃଷ ଜି ଆଇ ଇ ଟି ବିଶ୍ଵବିଦ୍ୟାଳୟରେ ଅକ୍ଷୟ ତୃତୀୟା ପର୍ବ ପାଳିତ ପଦ୍ମପୁର - ୨୦/୪/୨୬ - ସ୍ଥାନୀୟ ଜି ଆଇ ଇ ଟି ବିଶ୍ଵବିଦ୍ୟାଳୟ ଅଧୀନରେ ଥିବା କୃଷି ମହାବିଦ୍ୟାଳୟର କୃଷି ପ୍ରଦର୍ଶନ କ୍ଷେତ୍ରରେ କୃଷି ଭିତ୍ତିକ ପର୍ବ " *ଅକ୍ଷୟ ତୃତୀୟା* " ପାଳନ କରାଯାଇଛି। କାର୍ଯ୍ୟକ୍ରମର ପ୍ରାରମ୍ଭରେ କୃଷି ମହାବିଦ୍ୟାଳୟ ର ସହକାରୀ ଅଧ୍ୟକ୍ଷ ଅଶୋକ କୁମାର ମିଶ୍ର ମାତା ଲକ୍ଷ୍ମୀଙ୍କୁ ପୂଜା ମାଧ୍ୟମ ରେ ଆବାହନ କରିଥିଲେ। ତାପରେ ବିହନ ବୁଣିବା କାର୍ଯ୍ୟର ଅନୁକୂଳ କରାଯାଇଥିଲା। ଏହି ପବିତ୍ର ଅବସର

0b5fe576-4759-454c-a2c4-bb63000d8551

ରେ ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଓ ଶେଷ ବର୍ଷର ଛାତ୍ରଛାତ୍ରୀ ମାନେ ଯୋଗ ଦେଇଥିଲେ। ଅକ୍ଷୟ ତୃତୀୟାର ମହତ୍ତ୍ଵ କୃଷି ସହ କିପରି ଜଡ଼ିତ ସେ ବିଷୟରେ ଛାତ୍ରଛାତ୍ରୀ ମାନଙ୍କୁ ଅବଗତ କରାଗଲା। ଆଗାମୀ ମୌସୁମୀ ଋତୁରେ ଭଲ ଅମଳ ପାଇଁ ମାତା ଲକ୍ଷ୍ମୀଙ୍କୁ କୃଷକ ଭାଇମାନେ ପୂଜା କରି ମୁଠି ଅନୁକୂଳ କରିଥାନ୍ତି। ଜି ଆ ଇ ଟି ବିଶ୍ଵବିଦ୍ୟାଳୟ ର ସଭାପତି ଡଃ ସତ୍ୟପ୍ରକାଶ ପଣ୍ଡା, ଉପ -ସଭାପତି ଡଃ ଚନ୍ଦ୍ରଧ୍ଵଜ ପଣ୍ଡା, ମହାନିର୍ଦ୍ଦେଶକ ଡଃ ଜଗଦୀଶ ପଣ୍ଡା, ଉପ କୁଳପତି ଡଃ ଏ ଭି ଏନ ଏଲ୍ ଶର୍ମା ଏବଂ ରେଜିଷ୍ଟ୍ରାର ଡଃ ଏନ ଭି ଜେ ରାଓ ସମସ୍ତଙ୍କୁ ସାଧୁବାଦ୍ ଦେବା ସହ ଆଗାମୀ ଋତୁ ରେ ଅଧିକରୁ ଅଧିକ ଅମଳ ହେବା ପାଇଁ କାମନା କରିଥିଲେ।

More news from ଓଡ଼ିଶା and nearby areas
  • ମହିଳା ସଂରକ୍ଷଣ ବିଲ୍‌କୁ ନେଇ ସରକାର ଙ୍କୁ ଘେରିଲେ ସାଂସଦ ସପ୍ତଗିରି ଉଲାକା। ମହିଳା ସଂରକ୍ଷଣ ବିଲ୍‌କୁ କାର୍ଯ୍ୟକାରୀ କରିବାରେ ବିଳମ୍ବ ଓ କେନ୍ଦ୍ର ସରକାରଙ୍କ ଆଭିମୁଖ୍ୟକୁ ନେଇ ତୀବ୍ର ସମାଲୋଚନା କରିଛନ୍ତି କୋରାପୁଟ ସାଂସଦ ସପ୍ତଗିରି ଉଲାକା। ସେ ଅଭିଯୋଗ କରିଛନ୍ତି ଯେ, ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱାଧୀନ ସରକାର ମହିଳା ମାନଙ୍କୁ ସଶକ୍ତ କରିବା ଅପେକ୍ଷା ମିଥ୍ୟା ପ୍ରଚାର କରି ଭୋଟ୍ ହାତେଇବାକୁ ଅଧିକ ପ୍ରୟାସ କରୁଛନ୍ତି। ​ଶ୍ରୀ ଉଲାକା ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ ୨୦୨୩ ମସିହାରେ ସମସ୍ତ ରାଜନୈତିକ ଦଳର ସହମତିରେ ସଂସଦରେ ପାରିତ ହୋଇଥିଲା। କିନ୍ତୁ ଦୁର୍ଭାଗ୍ୟର ବିଷୟ, ଏହାର ଗେଜେଟ୍ ନୋଟିଫିକେସନ୍ ପ୍ରକାଶ କରିବା ପାଇଁ ସରକାରଙ୍କୁ ଦୀର୍ଘ ସମୟ ଲାଗିଗଲା। ଗତ ୧୬ ଏପ୍ରିଲ ୨୦୨୬ରେ ଏହି ନୋଟିଫିକେସନ୍ ବାହାରିବା ସରକାରଙ୍କ ଇଚ୍ଛାଶକ୍ତିର ଅଭାବକୁ ସ୍ପଷ୍ଟ କରୁଛି। ​ସେ ଆହୁରି ମଧ୍ୟ କହିଛନ୍ତି ଯେ, ସରକାରଙ୍କ ପାଖରେ ଆବଶ୍ୟକୀୟ ସଂଖ୍ୟା ବଳ ନଥିବା ବେଳେ ବିରୋଧୀ ଦଳର ସହାୟତାରେ ଏହି ବିଲ୍ ପାସ ହୋଇଥିଲା। କିନ୍ତୁ ନିର୍ବାଚନ ସମୟରେ ଏହାକୁ ଏକ ରାଜନୈତିକ ଚାଲ୍ ଭାବେ ବ୍ୟବହାର କରାଯାଉଛି। କୌଣସି ପ୍ରକାର ସର୍ବଦଳୀୟ ଆଲୋଚନା କିମ୍ବା ପରାମର୍ଶ ନକରି ସରକାର ଏକପାଖିଆ ଭାବେ କାର୍ଯ୍ୟ କରୁଛନ୍ତି। କଂଗ୍ରେସ ବିରୋଧରେ ମିଥ୍ୟା ଅପପ୍ରଚାର କରି ସରକାର ନିଜର ବିଫଳତା ଲୁଚାଇବାକୁ ଚେଷ୍ଟା କରୁଥିବା ବେଳେ ଦେଶର ମହିଳାମାନେ ଏହାର ଉଚିତ୍ ଜବାବ ଦେବେ ବୋଲି ସାଂସଦ ଚେତାବନୀ ଦେଇଛନ୍ତି।
    1
    ମହିଳା ସଂରକ୍ଷଣ ବିଲ୍‌କୁ ନେଇ ସରକାର ଙ୍କୁ ଘେରିଲେ ସାଂସଦ ସପ୍ତଗିରି ଉଲାକା।
ମହିଳା ସଂରକ୍ଷଣ ବିଲ୍‌କୁ କାର୍ଯ୍ୟକାରୀ କରିବାରେ ବିଳମ୍ବ ଓ କେନ୍ଦ୍ର ସରକାରଙ୍କ ଆଭିମୁଖ୍ୟକୁ ନେଇ ତୀବ୍ର ସମାଲୋଚନା କରିଛନ୍ତି କୋରାପୁଟ ସାଂସଦ ସପ୍ତଗିରି ଉଲାକା। ସେ ଅଭିଯୋଗ କରିଛନ୍ତି ଯେ, ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱାଧୀନ ସରକାର ମହିଳା ମାନଙ୍କୁ ସଶକ୍ତ କରିବା ଅପେକ୍ଷା ମିଥ୍ୟା ପ୍ରଚାର କରି ଭୋଟ୍ ହାତେଇବାକୁ ଅଧିକ ପ୍ରୟାସ କରୁଛନ୍ତି।
​ଶ୍ରୀ ଉଲାକା ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ ୨୦୨୩ ମସିହାରେ ସମସ୍ତ ରାଜନୈତିକ ଦଳର ସହମତିରେ ସଂସଦରେ ପାରିତ ହୋଇଥିଲା। କିନ୍ତୁ ଦୁର୍ଭାଗ୍ୟର ବିଷୟ, ଏହାର ଗେଜେଟ୍ ନୋଟିଫିକେସନ୍ ପ୍ରକାଶ କରିବା ପାଇଁ ସରକାରଙ୍କୁ ଦୀର୍ଘ ସମୟ ଲାଗିଗଲା। ଗତ ୧୬ ଏପ୍ରିଲ ୨୦୨୬ରେ ଏହି ନୋଟିଫିକେସନ୍ ବାହାରିବା ସରକାରଙ୍କ ଇଚ୍ଛାଶକ୍ତିର ଅଭାବକୁ ସ୍ପଷ୍ଟ କରୁଛି।
​ସେ ଆହୁରି ମଧ୍ୟ କହିଛନ୍ତି ଯେ, ସରକାରଙ୍କ ପାଖରେ ଆବଶ୍ୟକୀୟ ସଂଖ୍ୟା ବଳ ନଥିବା ବେଳେ ବିରୋଧୀ ଦଳର ସହାୟତାରେ ଏହି ବିଲ୍ ପାସ ହୋଇଥିଲା। କିନ୍ତୁ ନିର୍ବାଚନ ସମୟରେ ଏହାକୁ ଏକ ରାଜନୈତିକ ଚାଲ୍ ଭାବେ ବ୍ୟବହାର କରାଯାଉଛି। କୌଣସି ପ୍ରକାର ସର୍ବଦଳୀୟ ଆଲୋଚନା କିମ୍ବା ପରାମର୍ଶ ନକରି ସରକାର ଏକପାଖିଆ ଭାବେ କାର୍ଯ୍ୟ କରୁଛନ୍ତି। କଂଗ୍ରେସ ବିରୋଧରେ ମିଥ୍ୟା ଅପପ୍ରଚାର କରି ସରକାର ନିଜର ବିଫଳତା ଲୁଚାଇବାକୁ ଚେଷ୍ଟା କରୁଥିବା ବେଳେ ଦେଶର ମହିଳାମାନେ ଏହାର ଉଚିତ୍ ଜବାବ ଦେବେ ବୋଲି ସାଂସଦ ଚେତାବନୀ ଦେଇଛନ୍ତି।
    user_Susanta kumar panda
    Susanta kumar panda
    ପଦ୍ମପୁର, ରାୟଗଡା, ଓଡ଼ିଶା•
    2 hrs ago
  • ଆଜି ପଦ୍ମପୁର ବ୍ଲକ୍ ଆଖୁସିଂ ପଞ୍ଚାୟତର ସଉରା ଆମ୍ବକୁଲା ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମାଁ ଗ୍ରାମଦେବୀଙ୍କ ମନ୍ଦିର ପ୍ରତିଷ୍ଠା ପାଇଁ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ଲକ୍ ସଭାପତି ଶ୍ରୀ ମାଝି ଶବର ଏବଂ ସାଂସଦ ପ୍ରତିନିଧି ଏମ୍. ସୁରେଶ୍ କୁମାର (ନାନାଜୀ)ଙ୍କ ସମେତ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିଲେ। ଭକ୍ତିମୟ ଗାନ ଓ ପାରମ୍ପରିକ ରୀତିନୀତି ମଧ୍ୟରେ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଏହି ଶୁଭ କାର୍ଯ୍ୟ ସମ୍ପନ୍ନ ହୋଇଛି।
    1
    ଆଜି ପଦ୍ମପୁର ବ୍ଲକ୍ ଆଖୁସିଂ ପଞ୍ଚାୟତର ସଉରା ଆମ୍ବକୁଲା ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମାଁ ଗ୍ରାମଦେବୀଙ୍କ ମନ୍ଦିର ପ୍ରତିଷ୍ଠା ପାଇଁ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ଲକ୍ ସଭାପତି ଶ୍ରୀ ମାଝି ଶବର ଏବଂ ସାଂସଦ ପ୍ରତିନିଧି ଏମ୍. ସୁରେଶ୍ କୁମାର (ନାନାଜୀ)ଙ୍କ ସମେତ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିଲେ। ଭକ୍ତିମୟ ଗାନ ଓ ପାରମ୍ପରିକ ରୀତିନୀତି ମଧ୍ୟରେ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଏହି ଶୁଭ କାର୍ଯ୍ୟ ସମ୍ପନ୍ନ ହୋଇଛି।
    user_Gunupur Updates
    Gunupur Updates
    Local News Reporter ଗୁଣୁପୁର, ରାୟଗଡା, ଓଡ଼ିଶା•
    4 hrs ago
  • Post by Ansubhai Pandey
    1
    Post by Ansubhai Pandey
    user_Ansubhai Pandey
    Ansubhai Pandey
    ମୋହନା, ଗଜପତି, ଓଡ଼ିଶା•
    6 hrs ago
  • ଅଦ୍ୟ ତା. 20/04/2026 ରିଖ ଆମ କଳିଙ୍ଗ ସମ୍ବାଦ ନିୟୁଜ ଚାନେଲ ର ନିମାପଡା ପ୍ରତିନିଧି ଦିପୁ ରଞ୍ଜନ ବେହେରା ନିମାପଡ଼ା ପାଟପୁର ଠାରୁ ଅରିଷଣ୍ଢ ରାସ୍ତା ର ଉନ୍ନତି କରଣ କାମ ବୁଲି ଦେଖିଛନ୍ତି। ରାସ୍ତା ରେ ଠିକାଦାର ଅଠା ମାଟି ପକାଇ ଥିବା ଯୋଗୁଁ ଅଳ୍ପ ଝିପି ଝିପି ବର୍ଷା ରେ ରାସ୍ତା ରେ କାଦୁଅ ହୋଇଯାଉଛି। ଯାତାୟାତ ପାଇଁ ଜନସାଧାରଣ ହଇରାଣ ହରକତ ହେଉଛନ୍ତି।ଚାଲି କରି ଯିବା ଆସିବା ବ୍ୟକ୍ତି ମାନେ ମଧ୍ୟ ଅସୁବିଧା ର ସମ୍ମୁଖୀନ ହେଉଛନ୍ତି। ଏଣୁ ବିଭାଗୀୟ ଅଧିକାରୀ ଏଥି ପ୍ରତି ଧ୍ୟାନ ଦେଇ ନିମାପଡା ପାଟପୁର ଠାରୁ ଅରିଷଣ୍ଢ ରାସ୍ତା କାମ ର ଉନ୍ନତି କରଣ ତୁରନ୍ତ ସମାପ୍ତ କଲେ ଜନସାଧାରଣ ଙ୍କ ଯାତାୟାତ ରେ ସୁବିଧା ହେବ ବୋଲି ଦାବୀ କରିଛନ୍ତି। ନିମାପଡା ରୁ ଦିପୁ ରଞ୍ଜନ ବେହେରା ଙ୍କ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ, ଓଡିଶା ଭୁବନେଶ୍ୱର
    1
    ଅଦ୍ୟ ତା. 20/04/2026 ରିଖ ଆମ କଳିଙ୍ଗ ସମ୍ବାଦ ନିୟୁଜ ଚାନେଲ ର ନିମାପଡା ପ୍ରତିନିଧି ଦିପୁ ରଞ୍ଜନ ବେହେରା 
ନିମାପଡ଼ା ପାଟପୁର ଠାରୁ ଅରିଷଣ୍ଢ ରାସ୍ତା ର ଉନ୍ନତି କରଣ କାମ ବୁଲି ଦେଖିଛନ୍ତି। ରାସ୍ତା ରେ ଠିକାଦାର ଅଠା ମାଟି ପକାଇ ଥିବା ଯୋଗୁଁ ଅଳ୍ପ ଝିପି ଝିପି ବର୍ଷା ରେ ରାସ୍ତା ରେ କାଦୁଅ ହୋଇଯାଉଛି। ଯାତାୟାତ ପାଇଁ ଜନସାଧାରଣ ହଇରାଣ ହରକତ ହେଉଛନ୍ତି।ଚାଲି କରି ଯିବା ଆସିବା ବ୍ୟକ୍ତି ମାନେ ମଧ୍ୟ ଅସୁବିଧା ର ସମ୍ମୁଖୀନ ହେଉଛନ୍ତି। ଏଣୁ ବିଭାଗୀୟ ଅଧିକାରୀ ଏଥି ପ୍ରତି ଧ୍ୟାନ ଦେଇ ନିମାପଡା ପାଟପୁର ଠାରୁ ଅରିଷଣ୍ଢ ରାସ୍ତା କାମ ର ଉନ୍ନତି କରଣ ତୁରନ୍ତ ସମାପ୍ତ କଲେ ଜନସାଧାରଣ ଙ୍କ ଯାତାୟାତ ରେ ସୁବିଧା ହେବ ବୋଲି ଦାବୀ କରିଛନ୍ତି।
ନିମାପଡା ରୁ ଦିପୁ ରଞ୍ଜନ ବେହେରା ଙ୍କ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ, ଓଡିଶା ଭୁବନେଶ୍ୱର
    user_OWNER-EDITOR
    OWNER-EDITOR
    Association or organisation ତୁମୁଡ଼ିବନ୍ଧ, କନ୍ଧମାଳ, ଓଡ଼ିଶା•
    4 hrs ago
  • ଦେଖନ୍ତୁ ଓ ଶୁଣନ୍ତୁ ଆପଣମାନେ 🙏🙏🙏
    1
    ଦେଖନ୍ତୁ ଓ ଶୁଣନ୍ତୁ ଆପଣମାନେ 🙏🙏🙏
    user_Baleswar Naik
    Baleswar Naik
    Thuamul Rampur, Kalahandi•
    2 hrs ago
  • ଭାରତ ର ଶିକ୍ଷ୍ୟା ବ୍ୟବସ୍ତା କୁ ଦୁର୍ବଳ କରି ନେତା ମନ୍ତ୍ରୀ ମାନେ ସେମାନଙ୍କ ପିଲ୍ଲାଙ୍କୁ ବିଦେଶ ରେ ପାଠ ପଢାଉଛନ୍ତି ଗଣେଶ ପାଣିଗ୍ରାହୀ ରିପୋର୍ଟ
    1
    ଭାରତ ର ଶିକ୍ଷ୍ୟା ବ୍ୟବସ୍ତା କୁ ଦୁର୍ବଳ କରି ନେତା ମନ୍ତ୍ରୀ ମାନେ ସେମାନଙ୍କ ପିଲ୍ଲାଙ୍କୁ ବିଦେଶ ରେ ପାଠ ପଢାଉଛନ୍ତି ଗଣେଶ ପାଣିଗ୍ରାହୀ ରିପୋର୍ଟ
    user_GANESH PANlGRAHl
    GANESH PANlGRAHl
    ସାମ୍ବାଦିକ ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    14 hrs ago
  • Post by Ganjam Khabar
    1
    Post by Ganjam Khabar
    user_Ganjam Khabar
    Ganjam Khabar
    Brahmapur (M.Corp.), Ganjam•
    1 hr ago
  • Post by Ansubhai Pandey
    1
    Post by Ansubhai Pandey
    user_Ansubhai Pandey
    Ansubhai Pandey
    ମୋହନା, ଗଜପତି, ଓଡ଼ିଶା•
    7 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.